Filipenses 2
ସତିଅର୍ ବାଟ୍ (DSO) vs NVT
1 ଜଦି କିରିସ୍ଟର୍ ସଙ୍ଗ୍ ମିସ୍ଲାର୍ ପାଇ ତମର୍ ମନ୍ ସାର୍ଦା ଅଇଲାଆଚେ, ଆରି ତାର୍ ଆଲାଦର୍ ଲାଗି ସାନ୍ତି ପାଇଆଚାସ୍, ଜଦି ସୁକଲ୍ଆତ୍ମାର୍ ସଙ୍ଗ୍ ମିସିବିଡିକରି ଆଚାସ୍, ଆରି ଜଦି କିରିସ୍ଟ ତମ୍କେ ଜିବନ୍ ଦୁକାଇ ଦୟା ଦେକାଇଆଚେ,
1 Há alguma motivação por estar em Cristo? Há alguma consolação que vem do amor? Há alguma comunhão no Espírito? Há alguma compaixão e afeição?
2 ସେନ୍ତାର୍ଆଲେ, ମୁଇ ତମ୍କେ ଜୁଆର୍ କରି କଇଲିନି, ତମର୍ ତମର୍ ବିତ୍ରେ ଗଟେକ୍ ମନ୍ ଉଆ । ଗଟେକ୍ ଲକ୍ ଆରି ଗଟେକ୍ ଲକ୍କେ ସମାନ୍ ଇସାବେ ଆଲାଦ୍ କରା । ଗଟେକ୍ ଚିନ୍ତା କରା ଆରି ତମର୍ ଆତ୍ମାଇ ଗଟେକ୍ ଅଇକରି ତମର୍ ବାବ୍ବାଟା ଗଟେକ୍ ଅ । ଏନ୍ତାରି କରି ମକେ ପୁରାପୁରୁନ୍ ସାର୍ଦା କରାଆ ।
2 Então completem minha alegria concordando sinceramente uns com os outros, amando-se mutuamente e trabalhando juntos com a mesma forma de pensar e um só propósito.
3 ବିନ୍ ଲକ୍ମନର୍ ଟାନେଅନି ନିଜେ ବଡ୍ ଅଇବାକେ ଚେସ୍ଟା କରାନାଇ । ଅବ୍କା ବଡ୍ପନ୍ କାତା କଇବାକେ କାଇ ବିସଇ ମିସା କରାନାଇ । ତାର୍ ବାଦୁଲେ ନିଜ୍କେ ସାନ୍ କରା । ବିନ୍ ଲକର୍ ଟାନେଅନି, ନିଜେ ମୁଇ ବଡ୍ ବଲି ବାବାନାଇ ।
3 Não sejam egoístas, nem tentem impressionar ninguém. Sejam humildes e considerem os outros mais importantes que vocês.
4 ମର୍ ନିଜର୍ପାଇ କାଇଟାକଲେ ଅଦିକ୍ ନିକ ରଇସି ବଲି ଅବ୍କା ସେଟାସେ ବାବି ବାବି ରୁଆନାଇ । ବିନ୍ ଲକର୍ପାଇ ଜନ୍ ବିସଇ ନିକ ରଇସି, ସେଟାମିସା ଏତାଇରୁଆ ।
4 Não procurem apenas os próprios interesses, mas preocupem-se também com os interesses alheios.
5 କିରିସ୍ଟ ଜିସୁର୍ ମନ୍ ଜେନ୍ତି ରଇଲା, ତମର୍ ମନ୍ମିସା ସେ ରକାମ୍ ଅ ।
5 Tenham a mesma atitude demonstrada por Cristo Jesus.
6 ସେ ପର୍ମେସରର୍ ପାରା ସବୁ ରକାମ୍ ରଇଲେ ମିସା, ତାର୍ ସଙ୍ଗ୍ ସମାନ୍ଅଇ ରଇବା ଅଦିକାର୍ ନିଜର୍ପାଇ ଦାରିକରି ରଇବି ବଲି ମନ୍ କରେ ନାଇ ।
6 Embora sendo Deus, não considerou que ser igual a Deus fosse algo a que devesse se apegar.
7 ତାର୍ ବାଦୁଲେ ସେ ନିଜେ ମନ୍କରି, ତାକେ ରଇଲା ସବୁଟା ଚାଡିଦେଇ ଗଟେକ୍ ଗତିଦାଙ୍ଗ୍ଡାର୍ ରୁପ୍ ଦାରିଆଇଲା । ନର୍ ଲକ୍ ପାରା ଅଇକରି ନର୍ ଲକର୍ ବାନିମୁର୍ତି ଦାରି ଜାତ୍ଅଇଲା ।
7 Em vez disso, esvaziou a si mesmo; assumiu a posição de escravo e nasceu como ser humano. Quando veio em forma humana,
8 ନର୍ଲକ୍ ପାରା ଅଇ ଆଇଲାପଚେ, ସେ ପର୍ମେସରର୍ ଆଦେସ୍ ମାନିକରି, ନିଜ୍କେ ଆରି ଅଦିକ୍ ସାନ୍କଲା । ଲକ୍ମନ୍ ମରାଅତ୍ବଲି ସର୍ପାଇଅଇଲା । ଅବ୍କା ମର୍ବାକେ ନାଇ, ମାତର୍ କୁରୁସ୍ କାଟେ କୁଟିମାରାଇଅଇ ଚଗାଇଅଇବାକେ ମିସା ।
8 humilhou-se e foi obediente até a morte, e morte de cruz.
9 ତେବର୍ପାଇ ପର୍ମେସର୍ ତାକେ ସବୁର୍ତେଇଅନି ଉପ୍ରେ ଉଟାଇଲା । ଆରି ସବୁର୍ ନାଉଁଟାନେଅନି ଅଦିକ୍ ଡାକ୍ପୁଟା ଆରି ଅଦିକାର୍ ରଇବା ନାଉଁ ତାକେ ଦେଲା ।
9 Por isso Deus o elevou ao lugar de mais alta honra e lhe deu o nome que está acima de todos os nomes,
10 ଜେନ୍ତିକି ସରଗ୍ପୁରେ, ମଚ୍ପୁରେ ଆରି ପାତାଲେ ରଇବା ସବୁ, ଜିସୁକେ ମାଣ୍ଡିକୁଟା ଦେଇ ଜୁଆର୍ କର୍ବାଇ । ସେଟାର୍ପାଇ ପର୍ମେସର୍ ଏ ସବୁ କଲାଆଚେ ।
10 para que, ao nome de Jesus, todo joelho se dobre, nos céus, na terra e debaixo da terra,
11 ଆରି ସବୁ ଲକ୍ ଜିସୁକିରିସ୍ଟସେ ମାପ୍ରୁ ବଲି ମାନିଅଇବାଇ । ଏନ୍ତାରି ଅଇଲେ ବାବା ପର୍ମେସର୍ ଡାକ୍ପୁଟା ପାଇସି ।
11 e toda língua declare que Jesus Cristo é Senhor, para a glória de Deus, o Pai.
12 ତେବର୍ ପାଇ, ଏ ମର୍ ଆଲାଦର୍ ମଇତର୍ମନ୍, ତମେ ଜେନ୍ତାରିକି, ମାପ୍ରୁର୍ ଆଦେସ୍ ମାନିକରି ରଇଆଚାସ୍, ଜାଗିରଇ ଡରିକରି ତମର୍ ମୁକ୍ତିର୍ କାମ୍ ପୁରାପୁରୁନ୍ କରା । ମୁଇ ରଇଲାବେଲେସେ ନାଇ, ମାତର୍ ମୁଇ ଦୁରିକେ ରଇଲେ ମିସା ଏଟା କରା ।
12 Quando eu estava aí, meus amados, vocês sempre seguiam minhas instruções. Agora que estou longe, é ainda mais importante que o façam. Trabalhem com afinco a sua salvação, obedecendo a Deus com reverência e temor.
13 ପର୍ମେସର୍ ନିଜେ ତମର୍ ବିତ୍ରେ ଏ କାମ୍ କଲାର୍ପାଇ ତମେ ଏଟା କରିପାର୍ସା । ତମ୍କେ ଜାଇଟା କରତ୍ ବଲି ସେ ମନ୍ କଲାନି, ସେ ସମାନ୍ ମନ୍ କର୍ବାଟା, ତମ୍କେ ମିସା ଦେଇସି । ଆରି ସେଟା କର୍ବାକେ ବପୁ ମିସା ଦେଇସି ।
13 Pois Deus está agindo em vocês, dando-lhes o desejo e o poder de realizarem aquilo que é do agrado dele.
14 ମୁର୍ମୁରା ଆରି କିରଜାଟି ନ ଅଇକରି ସବୁ ଲକ୍ଜାକ କାମ୍ କରା ।
14 Façam tudo sem queixas nem discussões,
15 ଏନ୍ତାରିକଲେ, ତମେ କାରାପ୍ କାମ୍ କଲାସ୍ନି ବଲି ବିନ୍ଲକ୍ କାଇ ଦସ୍ ନ ଦାରତ୍ ଆରି ତମେ ସୁକଲ୍ ଅଇସା । ପାପ୍କରି କାରାପ୍ କାମ୍ କର୍ବା ଲକ୍ମନର୍ ମଜାଇ ପର୍ମେସରର୍ ସିଦ୍ ପିଲାଟକି ଇସାବେ ତମେ ରଇସା । ତାକର୍ ବିତ୍ରେ ଆନ୍ଦାର୍ ଜଗତେ ଉଜଲ୍ ଜଟକ୍ଲା ପାରା ତମର୍ ଚଲାଚଲ୍ତି ଡିସ୍ସି ।
15 de modo que ninguém possa acusá-los. Levem uma vida pura e inculpável como filhos de Deus, brilhando como luzes resplandecentes num mundo cheio de gente corrompida e perversa.
16 ନ ସାର୍ବା ଜିବନର୍ କବର୍ ସବୁ ଲକ୍କେ ଜାନାଆ । ଏନ୍ତାରିକଲେ, କିରିସ୍ଟ ବାଅଡ୍ବା ଦିନେ ମୁଇ ତମର୍ ବିସଇର୍ ଲାଗି ବଡ୍ପନ୍ ଅଇବି । ତମର୍ ବିତ୍ରେ ଆବଡ୍ ଅଇକରି କରିରଇବା କାମ୍ ଚୁଚାଇ ଅଏ ନାଇ ବଲି ସେ ଦିନେ ଡିସ୍ସି ।
16 Apeguem-se firmemente à mensagem da vida. Então, no dia em que Cristo voltar, me orgulharei de saber que não participei da corrida em vão e que não trabalhei inutilmente.
17 ସୁବ୍କବର୍ ବିସ୍ବାସ୍ କଲାର୍ପାଇ, ତମେ ଜେନ୍ତାରି ଦୁକ୍ କସ୍ଟ ପାଇକରି ମୁରଚ୍ଲାସ୍ନି, ସେନ୍ତାରିସେ ମୁଇ ମିସା ସୁବ୍କବର୍ ଜାନାଇଲାର୍ ପାଇ ଦୁକ୍ କସ୍ଟ ପାଇକରି ମରିମିସା ଜିବି । ସେନ୍ତାରିଅଇଲେ ମିସା ମୁଇ ନିଜେ ସାର୍ଦା ଅଇ ତମର୍ସଙ୍ଗ୍ ସାର୍ଦା କର୍ବି ।
17 Contudo, me alegrarei mesmo se perder a vida, entregando-a a Deus como oferta derramada, da mesma forma que o serviço fiel de vocês é uma oferta a Deus. E quero que todos vocês participem dessa alegria.
18 ସେନ୍ତାରିସେ ତମେମିସା ସାର୍ଦା ଅଇକରି ମର୍ସଙ୍ଗ୍ ସାର୍ଦା କର୍ବାର୍ ଆଚେ ।
18 Sim, alegrem-se, e eu me alegrarei com vocês.
19 ଜଦି ମାପ୍ରୁ ମନ୍କଲେ, ତିମତିକେ ତମର୍ଟାନେ ଦାପ୍ରେ ପାଟାଇବାକେ ମନ୍ କଲିନି । ତାର୍ଟାନେଅନି ତମେ ନିକ ଆଚାସ୍ ବଲି ସୁନ୍ଲେ, ମୁଇ ମିସା ସାର୍ଦା ଅଇବି ।
19 Se for da vontade do Senhor Jesus, espero enviar-lhes Timóteo em breve para visitá-los. Assim ele poderá me animar, contando-me notícias de vocês.
20 ତିମତିକେ ଚାଡିଦେଲେ ଆରି ତମର୍ ବିସଇ କେ ମିସା, ଅଦିକ୍ ଚିନ୍ତା କର୍ବା ଲକ୍ ମର୍ ଲଗେ ନାଇ । ସେ ତମର୍ ଦୁକ୍ ସୁକ୍ ବିସଇନେଇ ସତଇସେ ଚିନ୍ତା କର୍ସି ।
20 Não tenho ninguém que se preocupe sinceramente com o bem-estar de vocês como Timóteo.
21 ମୁଇ କାଇକେ ଏନ୍ତାରି କଇଲିନି ବଇଲେ, ସବୁ ଲକ୍ ନିଜର୍ ନିଜର୍ ମନ୍ କଲାଟା ପୁରାପୁରୁନ୍ କର୍ବାକେ ମନ୍ କର୍ବାଇ । ଜିସୁକିରିସ୍ଟ ମନ୍ କଲାଟା ପୁରାପୁରୁନ୍ କର୍ବାକେ ମନ୍ କରତ୍ ନାଇ ।
21 Todos os outros se preocupam apenas consigo mesmos, e não com o que é importante para Jesus Cristo.
22 ତମେତା ଜାନିଆଚାସ୍, ତିମତି ନିଜ୍କେ ସତ୍ବାବେ କାମ୍ କର୍ବା ଲକ୍ ପାରା ଦେକାଇଅଇଆଚେ । ସେ ଜେନ୍ତିକି ଗଟେକ୍ ପଅ, ତାର୍ ବାବା ସଙ୍ଗ୍ ସେବା କର୍ସି, ସେନ୍ତାରିସେ ସେ ମର୍ସଙ୍ଗ୍ ସୁବ୍କବର୍ ଜାନାଇବା କାମେ ମିସିଆଚେ ।
22 Mas vocês sabem que Timóteo provou seu valor. Como um filho junto ao pai, ele tem servido ao meu lado na proclamação das boas-novas.
23 ତେବର୍ ପାଇ, ମକେ କାଇଟା ଗଟ୍ସି, ସେଟା ଜାନ୍ଲା ଦାପ୍ରେ, ତାକେ ତମର୍ ଲଗେ ପିଲିପିତେଇ ପାଟାଇବି ବଲିକରି ଆସା କଲିନି ।
23 Espero enviá-lo assim que souber o que me acontecerá aqui.
24 ମୁଇ ମାପ୍ରୁର୍ ଲଗେ ବିସ୍ବାସ୍ କଲିନିଜେ, ମୁଇ ନିଜେ ମିସା ଦାପ୍ରେ ତମ୍କେ ଦେକ୍ବାକେ ଆଇବି ।
24 E tenho confiança no Senhor de que, em breve, eu mesmo irei vê-los.
25 ମାତର୍ ଆମର୍ ବାଇ ଏପାପର୍ଦିତକେ ତମର୍ଟାନେ ପାଟାଇବି ବଲି ମୁ ମନେ ମନେ ବାବ୍ଲିନି । ସେ ମର୍ ସଙ୍ଗ୍ କାମ୍ କରି ସୁବ୍କବରର୍ ଦେକାରକା ପାଇ ଆବଡ୍ କଲା । ତମର୍ ବାଦୁଲେ ମର୍ ସବୁ ବିସଇ ପୁରାପୁରୁନ୍ କର୍ବାକେ ତାକେ ତମେ ପାଟାଇରଇଲାସ୍ ।
25 Enquanto isso, penso que devo enviar-lhes de volta Epafrodito. Ele é um verdadeiro irmão, colaborador e companheiro de lutas, que também foi mensageiro de vocês para me ajudar em minha necessidade.
26 କାଇକେ ବଇଲେ ସେ ତମ୍କେ ଦେକ୍ବାକେ ବେସି ମନ୍ କଲାନି । ଆରି ତାକେ ବେମାର୍ ଦାରାଇ ଅଇଆଚେ ବଲିକରି ତମେ ସୁନିକରି ଦାନ୍ଦାପାନ୍ଦା ଅଇରଇଲାସ୍ ବଲି ସେ ଜାନିରଇଲା ।
26 Ele deseja muito vê-los e está angustiado porque vocês souberam que ele esteve doente.
27 ଉଁ, ସେ ମର୍ବା ଉପ୍ରେ ରଇଲା । ଆରି ପର୍ମେସର୍ ତାକେ ଦୟାକଲା । ଅବ୍କା ତାକେସେ ନାଇ, ମାତର୍ ଜେନ୍ତିକି ମର୍ପାଇ ଦୁକ୍ଉପ୍ରେ ଦୁକ୍ ନ ଆସ ବଲି ମକେ ମିସା ଦୟାକଲା ।
27 De fato, ficou enfermo e quase morreu. Mas Deus teve misericórdia dele, e também de mim, para que eu não tivesse uma tristeza atrás da outra.
28 ତେବର୍ପାଇ ମୁଇ ତାକେ ଆରିତରେକ୍ ବେସି ସାର୍ଦା ସଙ୍ଗ୍ ପାଟାଇଲିନି । ଜେନ୍ତିକି ତମେ ତାକେ ଆରିତରେକ୍ ଦେକି ସାର୍ଦା ଅଇସା ଆରି ମୁଇ ମିସା ଦୁକ୍ ନ କରି ।
28 Por isso, estou ainda mais ansioso para enviá-lo de volta, pois sei que vocês se alegrarão em vê-lo, e eu não ficarei tão preocupado com vocês.
29 ତେବର୍ପାଇ ତାକେ ଗଟେକ୍ ବିସ୍ବାସି ବାଇ ଇସାବେ ସାର୍ଦା ସଙ୍ଗ୍ ଡାକିନିଆ । ତାର୍ପାରା ଲକ୍ମନ୍କେ ସନ୍ମାନ୍ ଦିଆସ୍ ।
29 Recebam-no com grande alegria no Senhor e deem-lhe a honra que ele merece,
30 କାଇକେବଇଲେ କିରିସ୍ଟର୍ ଲାଗି ବଲିକରି ସେ ତାର୍ ଜିବନ୍ ବିପଦେ ପାକାଇଲା । ଆରି ତମେ ମର୍ଲାଗି ବଲିକରି ସେବାକାମେ ଜାଇଟାସବୁ ଉନା ଅଇଲାଆଚେ, ସେଟା ସବୁଜାକ ସେ ପୁରାପୁରୁନ୍ କଲା ।
30 pois arriscou a vida pela obra de Cristo e esteve a ponto de morrer enquanto fazia por mim o que vocês mesmos não podiam fazer.
Atalhos do teclado
- Capítulo anterior←
- Próximo capítulo→
- Versículo anteriork
- Próximo versículoj
- Limpar seleçãoEsc
- Esta ajuda?
Estude este capítulo no WhatsApp
Peça à IA da Bíblia Fala para explicar Filipenses 2, comparar traduções ou montar um estudo — tudo direto pelo WhatsApp.