Filipenses 3
ସତିଅର୍ ବାଟ୍ (DSO) vs ACF
1 ସାରାସାରି ପଚେ ଏ ମର୍ ବାଇବଇନିମନ୍, ମୁଇ ତମ୍କେ ଆଗ୍ତୁ କଇଲାଟା ଆରିତରେକ୍ କଇବାକେ ମକେ ବିଜାର୍ ଲାଗେନାଇ । କାଇକେବଇଲେ ସେନ୍ତାରି କଲେ ବୁଲ୍ ବିସଇ ସିକାଉମନର୍ଟାନେଅନି ତମେ ଜାଗ୍ରତ୍ ଅଇରଇସା ।
1 Resta, irmãos meus, que vos regozijeis no Senhor. Não me aborreço de escrever-vos as mesmas coisas, e é segurança para vós.
2 କୁକୁର୍ମନର୍ ପାରା ରଇବା ସେନ୍ତାରି ଲକ୍ମନର୍ ଟାନେଅନି ଜାଗର୍ତା ରୁଆ । କାଇକେବଇଲେ ସେମନ୍ କାରାପ୍ ବିସଇ କଲାଇନି । ବିସ୍ବାସି ଅଇବା ମନସ୍ ପିଲାମନ୍ ସବୁ ସୁନତ୍ ଅଇବାର୍ ଆଚେ ବଲି କଇଲାଇନି ।
2 Guardai-vos dos cães, guardai-vos dos maus obreiros, guardai-vos da circuncisão;
3 କାଇକେ ବଇଲେ ଆମେସେ ସତଇସେ ପର୍ମେସରର୍ ଲକ୍ । ଆମେସେ ସୁକଲ୍ଆତ୍ମାର୍ ସାଇଜ ସଙ୍ଗ୍ ପର୍ମେସର୍କେ ଜୁଆର୍ କଲୁନି । ଆମେ ଜିସୁ କିରିସ୍ଟକେ ଡାକ୍ପୁଟା କଲୁନି । ଆମର୍ ନିଜର୍ ରିତିନିତି ସେ ମୁକିଅ ବଲି ଚଲୁନାଇ ।
3 Porque a circuncisão somos nós, que servimos a Deus em espírito, e nos gloriamos em Jesus Cristo, e não confiamos na carne.
4 ମୁଇତା ଆମର୍ ରିତିନିତି ଇସାବେ ଚାଲ୍ବାକେ ଅଦିକ୍ ମନ୍ କର୍ତି । ଜଦି କେଆଲେ ବିନ୍ ଲକ୍ ରିତିନିତିକେ ଆସା କର୍ବାଇ, ସେନ୍ତାର୍ଆଲେ ସେମନର୍ତେଇଅନି ମୁଇ ଅଦିକ୍ କର୍ତି ।
4 Ainda que também podia confiar na carne; se algum outro cuida que pode confiar na carne, ainda mais eu:
5 ପର୍ମେସର୍ ଆମର୍ ଆନିଦାଦିମନ୍କେ ତିଆର୍ଲାପାରା ଗଟେକ୍ ଆଟ୍ ଅଇଲାକେ ମକେ ସୁନତ୍ କରିରଇଲାଇ । ମୁଇ ଗଟେକ୍ ଇସ୍ରାଏଲର୍ ଲକ୍ । ଦେକ୍ବାକେ ଗାଲେ ମୁଇ ବେନ୍ଜାମିନ୍ କୁଟୁମର୍ ଲକ୍ । ମୁଇ ଗଟେକ୍ ଏବ୍ରିଅ ଆରି ଆମର୍ ଆନିଦାଦିମନ୍ ମିସା ଏବ୍ରିଅ ରଇଲାଇ । ମସାର୍ ରିତିନିତି ମାନ୍ବାକେ ଗଟେକ୍ ପାରୁସି ପାରା ରଇଲି ।
5 Circuncidado ao oitavo dia, da linhagem de Israel, da tribo de Benjamim, hebreu de hebreus; segundo a lei, fui fariseu;
6 ପର୍ମେସର୍ ମନ୍କଲାଟା ପୁରାପୁରୁନ୍ କର୍ବାକେ ମୁଇ ବେସି ମନ୍ କଲି ଆରି ସେନ୍ତାରି କରୁ କରୁ ଜିସୁର୍ ସିସ୍ମନ୍କେ କସ୍ଟ ଦେଲି । ଆମର୍ ଜିଉଦି ନିୟମ୍ ସବୁ ପୁରାପୁରୁନ୍ ମାନ୍ଲାର୍ ପାଇ ଜଦି ଗଟେକ୍ ଲକ୍ ଦରମ୍ ଅଇପାର୍ତା ବଇଲେ, ମୁଇ ସେନ୍ତାରି ଅଇତି । କାଇକେବଇଲେ ମୁଇ ସେ ସବୁ ନିୟମ୍ ମାନ୍ତେରଇଲି ।
6 Segundo o zelo, perseguidor da igreja, segundo a justiça que há na lei, irrepreensível.
7 ମାତର୍ ଆଗେ ମୁଇ ଜେତ୍କି ସବୁ ବିସଇ ବେସି ମୁଲିଅ ଆଚେବଲି ବାବ୍ତେରଇଲି, ଏବେ କିରିସ୍ଟର୍ ସଙ୍ଗ୍ ମିସ୍ଲାର୍ ପାଇ ସେଟାମନ୍ ସବୁ ଚୁଚାଇସେ ବଲି ଜାନ୍ଲିନି ।
7 Mas o que para mim era ganho reputei-o perda por Cristo.
8 ସେତ୍କିସେ ନଏଁ ଆଗ୍ତୁ ଜେତ୍କି ସବୁ ବିସଇ ପର୍ମେସର୍କେ ସାର୍ଦା କରାଇବାକେ କର୍ତେରଇଲି, ଜିସୁ କିରିସ୍ଟକେ ମର୍ ମାପ୍ରୁ ବଲି ମାନ୍ଲାତେଇଅନି, ସେଟା ଚୁଚାଇସେ ବଲି ଜାନ୍ଲିନି । ତାର୍ପାଇ ମୁଇ ସବୁ ବିସଇ ଚାଡିଦେଲିଆଚି । କିରିସ୍ଟର୍ ସିସ୍ ଅଇବି ବଲିକରି ସେଟାମନ୍ ଚୁଚାଇସେ ବଲି ଏତ୍କଲିନି ।
8 E, na verdade, tenho também por perda todas as coisas, pela excelência do conhecimento de Cristo Jesus, meu Senhor; pelo qual sofri a perda de todas estas coisas, e as considero como escória, para que possa ganhar a Cristo,
9 ଜେନ୍ତାରି କି ମୁଇ ତାର୍ ସଙ୍ଗ୍ ପୁରାପୁରୁନ୍ ମିସିରଇବି । ରିତିନିତି ମାନିକରି ପର୍ମେସରର୍ ମୁଆଟେ ଦରମ୍ ଲକ୍ ଅଇବି ବଲି ଚେସ୍ଟା କର୍ତେରଇଲି, ଏବେ ସେଟା ସବୁ ଚାଡିଦେଲି । ତାର୍ ବାଦୁଲେ କିରିସ୍ଟକେ ବିସ୍ବାସ୍ କଲାର୍ପାଇ ପର୍ମେସର୍ ମକେ ଦରମ୍ ଲକ୍ ଇସାବେ ଦେକ୍ଲାନି ।
9 E seja achado nele, não tendo a minha justiça que vem da lei, mas a que vem pela fé em Cristo, a saber, a justiça que vem de Deus pela fé;
10 ମୁଇ କିରିସ୍ଟକେ ଜାନ୍ବି ବଲି ମନ୍ କଲିନି । ଆରି ପର୍ମେସର୍ ତାକେ ଜନ୍ ବପୁସଙ୍ଗ୍ ମଲାତେଇଅନି ଉଟାଇଲା, ସେ ବପୁ ମୁଇ ମର୍ ଜିବନେ ମିଲାଇବି ବଲି ଆସା କଲିନି । ସେ ଜେନ୍ତାରି ମର୍ପାଇ ଦୁକ୍ କସ୍ଟ ପାଇଲା, ସେନ୍ତାରିସେ ମୁଇମିସା ତାର୍ପାଇ ଦୁକ୍ କସ୍ଟ ପାଇବି ଆରି ତାର୍ ମରନେ ମିସ୍ବି ।
10 Para conhecê-lo, e à virtude da sua ressurreição, e à comunicação de suas aflições, sendo feito conforme à sua morte;
11 ସେନ୍ତାରି ପର୍ମେସର୍ ଜେତ୍କି ଲକ୍କେ ମଲାତେଇଅନି ଜିବନ୍ କରି ଉଟାଇସି, ସେମନର୍ ବିତ୍ରେଅନି ମୁଇ ଗଟେକ୍ ଲକ୍ ଅଇବି ।
11 Para ver se de alguma maneira posso chegar à ressurreição dentre os mortos.
12 ଏ ସବୁ ବିସଇ ମୁଇ କରିସାରାଇ ଆଚି ବଲି କଇନାଇ । ପର୍ମେସର୍ ମକେ ସିଦ୍ କରି ସାରାଇଆଚେ ବଲି ମିସା ମୁଇ କଇନାଇ । ମାତର୍, କିରିସ୍ଟର୍ ପାରା ଅଇବାକେ ମୁଇ ବେସି ଚେସ୍ଟା କଲିନି । ସେଟାର୍ପାଇ କିରିସ୍ଟ ମକେ ବାଚ୍ଲା ଆଚେ ।
12 Não que já a tenha alcançado, ou que seja perfeito; mas prossigo para alcançar aquilo para o que fui também preso por Cristo Jesus.
13 ନାଇ, ମର୍ ବାଇବଇନିମନ୍, ଏ ସବୁଜାକ କରିସାରାଇଆଚି ବଲି ମୁଇ କଇନାଇ । ମାତର୍ ଅଦିକ୍ ଗଟେକ୍ ମୁକିଅ ରଇବା ବିସଇ ମୁଇ କଲିନି, । ଜେତ୍କି ସବୁ ବିସଇ ଅଇସାର୍ଲା ଆଚେ, ସେଟା ସବୁ ପାସ୍ରି ଚାଡିଦେଇକରି କିରିସ୍ଟ ଜନ୍ ରକାମ୍ ମକେ ଅଇବାର୍ଆଚେ ବଲି ମନ୍ କଲାନି, ସେନ୍ତାରି ଅଇବାକେ ମୁଇ ଚେସ୍ଟା କଲିନି ।
13 Irmãos, quanto a mim, não julgo que o haja alcançado; mas uma coisa faço, e é que, esquecendo-me das coisas que atrás ficam, e avançando para as que estão diante de mim,
14 ମର୍ ସାରାସାରି ଜାଗାଇ କେଟ୍ବା ଜାକ ଆଗ୍ତୁ ଆଗ୍ତୁ ଗାଲିନି । ଜେନ୍ତିକି ମୁଇ ସର୍ଗେ ପୁରୁସ୍କାର୍ ପାଇବି । ଜିସୁକିରିସ୍ଟ ମର୍ପାଇ ଜେତ୍କି ବିସଇ କଲାଆଚେ, ସେଟାର୍ପାଇ ସେ ପୁରୁସ୍କାର୍ ମୁଇ ସର୍ଗେ ପାଇବି ।
14 Prossigo para o alvo, pelo prêmio da soberana vocação de Deus em Cristo Jesus.
15 ସେନ୍ତାର୍ଆଲେ ଆସା, ଆମେ ଜେତ୍କି ଲକ୍ ସୁକଲ୍ ଅଇଆଚୁ, ଏ ରକାମ୍ ବିସଇ ସମାନ୍ ଇସାବେ ଚିନ୍ତା କର୍ତେରଉଁ । ଆରି ଜଦି ଏ ସବୁ ବିସଇର୍ପାଇ ତମେ ମର୍ ସଙ୍ଗ୍ ରାଜି ଉଆସ୍ନାଇ, ଟିକ୍ ସଙ୍ଗ୍ ଚିନ୍ତା କର୍ବାକେ ପର୍ମେସର୍ ତମ୍କେ ସାଇଜ କର୍ସି ।
15 Por isso todos quantos já somos perfeitos, sintamos isto mesmo; e, se sentis alguma coisa de outra maneira, também Deus vo-lo revelará.
16 କେନ୍ତି ମିସା ପର୍ମେସର୍ ଜେତ୍କି ବିସଇ ସବୁ ଆମ୍କେ ଦେକାଇ ସାରାଇଆଚେ, ସେ ସବୁଜାକ ଆମେ ମାନ୍ବାର୍ ଆଚେ ।
16 Mas, naquilo a que já chegamos, andemos segundo a mesma regra, e sintamos o mesmo.
17 ଏ ମର୍ ବାଇବଇନିମନ୍, ମୁଇ ଜେନ୍ତାରି କଲିନି, ତମେ ମିସା ସେନ୍ତାରିସେ କରା । ଆମେ ତମର୍ ସଙ୍ଗ୍ ରଇଲାବେଲେ ଜେନ୍ତି ଚଲାଚଲ୍ତି କର୍ତେରଇଲୁ, ସେଟା ଜାଗ୍ରତ୍ ସଙ୍ଗ୍ ଦେକା ଆରି ସେନ୍ତାରି ଚଲାଚଲ୍ତି କରା ।
17 Sede também meus imitadores, irmãos, e tende cuidado, segundo o exemplo que tendes em nós, pelos que assim andam.
18 କାଇକେ ବଇଲେ ମୁଇ ତମ୍କେ ଆଗ୍ତୁ କେତେତର୍ କଇ ସାରାଇଆଚି, ଆରି ଏବେ ବେସି ଦୁକର୍ ସଙ୍ଗ୍ କାନ୍ଦିକରି କଇଲିନି, ବେସି ଲକ୍ କିରିସ୍ଟର୍ ବିରଦି ଇସାବେ ଚଲାଚଲ୍ତି କର୍ବାଇ ।
18 Porque muitos há, dos quais muitas vezes vos disse, e agora também digo, chorando, que são inimigos da cruz de Cristo,
19 ସାରାସାରି ପର୍ମେସର୍ ସେମନ୍କେ ବିନାସ୍ କର୍ସି । ସେମନ୍ ଅବ୍କା ଗାଗଡ୍ ମନ୍ କର୍ବାଟା ପୁରାପୁରୁନ୍ କର୍ବାକେ ମନ୍ କଲାଇନି । ଲାଜର୍ ବିସଇ କରି ସାର୍ଦା କଲାଇନି । ଅବ୍କା ଏ ଜଗତର୍ ବିସଇସେ ଚିନ୍ତା କଲାଇନି ।
19 Cujo fim é a perdição; cujo Deus é o ventre, e cuja glória é para confusão deles, que só pensam nas coisas terrenas.
20 ମାତର୍ ଆମେତା ସରଗର୍ ଲକ୍ମନ୍, ସେ ଜାଗାଇଅନି ଆମର୍ ଉଦାର୍କାରିଆ ମାପ୍ରୁ ଜିସୁକିରିସ୍ଟ ବାଉଡି ଆଇବା ବେଲାକେ ଆମେ ଜାଗ୍ଲୁନି ।
20 Mas a nossa cidade está nos céus, de onde também esperamos o Salvador, o Senhor Jesus Cristo,
21 ଜେନ୍ତିକି ତାକେ ଜଗତର୍ ସବୁ ବିସଇ ସର୍ପିଅଇବାଇ, ସେନ୍ତାରି ତାର୍ଟାନେ ବପୁ ଆଚେ । ସେ ବପୁସଙ୍ଗ୍ ଆମର୍ ମର୍ବା ଗାଗଡ୍ମନ୍କେ ନୁଆ କରି ବାଦ୍ଲାଇସି । ପର୍ମେସର୍ ତାକେ ଜିବନ୍ କରି ଉଟାଇଲାବେଲେ, ସେ ଜନ୍ ମଇମାର୍ ଗାଗଡ୍ ପାଇରଇଲା, ସେନ୍ତାରି ରଇବା ମଇମାର୍ ଗାଗଡ୍ ଆମ୍କେ ମିସା ଦେଇସି ।
21 Que transformará o nosso corpo abatido, para ser conforme o seu corpo glorioso, segundo o seu eficaz poder de sujeitar também a si todas as coisas.
Atalhos do teclado
- Capítulo anterior←
- Próximo capítulo→
- Versículo anteriork
- Próximo versículoj
- Limpar seleçãoEsc
- Esta ajuda?
Estude este capítulo no WhatsApp
Peça à IA da Bíblia Fala para explicar Filipenses 3, comparar traduções ou montar um estudo — tudo direto pelo WhatsApp.