Gálatas 6
ସତିଅର୍ ବାଟ୍ (DSO) vs NVI
1 ଏ ବାଇବଇନିମନ୍ ଜଦି ତମର୍ ବିତ୍ରେ କେ କାରାପ୍ କାମ୍ କଲା ବେଲେ ଦାରାପଡ୍ଲେ, ତମର୍ଟାନେ ଜେ ସୁକଲ୍ ଆତ୍ମାଇଅନି ଚାଲ୍ନା ପାଇଲାନି, ସେ ତାକେ ଟିକ୍ ବାଟେ ଆନ୍ବାର୍ ଆଚେ । ମାତର୍ ସେ ଏ କାମ୍ ସାର୍ଦା ଆରି ସଲଦ୍ସଙ୍ଗ୍ କର୍ବାର୍ ଆଚେ । ଆରି ଜାଗ୍ରତ୍, ଜେନ୍ତିକି ସେ ନିଜେ ସେନ୍ତାର୍ କାମ୍ କର୍ବାକେ ମନ୍ କର୍ବାର୍ ନାଇ ।
1 Irmãos, se alguém for surpreendido em algum pecado, vocês, que são espirituais deverão restaurá-lo com mansidão. Cuide-se, porém, cada um para que também não seja tentado.
2 ତମର୍ ତମର୍ ବିତ୍ରେ, ଜିବନେ ଆଇବା ବଜ୍ ବିସଇ ବଇବାକେ ସାଇଜ କରାକରି ଉଆ । ଏନ୍ତାରି କଲେ ତମେ କିରିସ୍ଟର୍ ଆଦେସ୍ ମାନ୍ସା ।
2 Levem os fardos pesados uns dos outros e, assim, cumpram a lei de Cristo.
3 ଜେ ନିଜର୍ ବିସଇନେଇ ବଡ୍ ବଲି ବାବ୍ସି, ସତଇସେ ଦେକ୍ଲେ ସେ ବଡ୍ ନଏ । ସେ ନିଜେ ନାଡାଇ ଅଇଲାନି ।
3 Se alguém se considera alguma coisa, não sendo nada, engana-se a si mesmo.
4 ସବୁ ଲକ୍ ନିଜର୍ ନିଜର୍ ଚଲାଚଲ୍ତି ବିଚାର୍ କରି ଦେକ୍ବାର୍ ଆଚେ । ଜଦି ସେଟା ନିକ ଅଇରଇସି, ତେବେ ସେ ନିଜେ ସାର୍ଦା ଅ । ଆରି ବିନ୍ ଲକର୍ କାମ୍ସଙ୍ଗ୍ ନିଜେ କଲାଟା ସମାନ୍ ନ କର ।
4 Cada um examine os próprios atos, e então poderá orgulhar-se de si mesmo, sem se comparar com ninguém,
5 କାଇକେ ବଇଲେ ସବୁ ଲକ୍ ନିଜର୍ ନିଜର୍ ଜିବନେ ଆଇବା ବଜ୍ ବଇବାକେ ପଡ୍ସି ।
5 pois cada um deverá levar a própria carga.
6 ଜନ୍ ଲକ୍ମନ୍ ବାକିଅଟାନେ ସିକିଆ ପାଇଲାଇନି, ସେମନର୍ଟାନେ ଜନ୍ଟା ଆଚେ, ସେଟା ତାକର୍ ସିକାଉମନର୍ ସଙ୍ଗ୍ ବାଟା କର୍ବାର୍ ଆଚେ ।
6 O que está sendo instruído na palavra partilhe todas as coisas boas com quem o instrui.
7 ପରମେସର୍ ନାଡାଇ ନ ଅଏ, ନିଜେ ନାଡାଇ ଉଆ ନାଇ । ଜେ ଜନ୍ଟା ବୁନିରଇସି, ସେ ସମାନ୍ଟା ଆକା କାଟ୍ସି ।
7 Não se deixem enganar: de Deus não se zomba. Pois o que o homem semear, isso também colherá.
8 ଜେ ନିଜର୍ ଗାଗଡର୍ ଗୁନ୍ଚଲନ୍ ଇସାବେ ବୁନ୍ସି, ସେ ଗାଗ୍ଡେଅନି ବାରଇବା ମରନର୍ କେତ୍ କାଟ୍ସି । ମାତର୍ ଜେ ଆତ୍ମାର୍ ଇସାବେ ବୁନ୍ସି, ସେ ଆତ୍ମାଇଅନି ବାରଇଲା ନ ସାର୍ବା ଜିବନ୍ପାରା କେତ୍ କାଟ୍ସି ।
8 Quem semeia para a sua carne, da carne colherá destruição; mas quem semeia para o Espírito, do Espírito colherá a vida eterna.
9 ସେଟାର୍ ପାଇ ଆମେ ନିକ କାମ୍ କରି ଲାଗି ରଇବୁ। କାଇକେ ବଇଲେ ନ ତାକ୍ଲେ ସେ ସମାନ୍ ବେଲାଇ ପସଲ୍ ପାଇବାର୍ ଅଇସି ।
9 E não nos cansemos de fazer o bem, pois no tempo próprio colheremos, se não desanimarmos.
10 ସେନ୍ତି ବଇଲେ ଜେତେକ୍ ତର୍ ବେଲା ପାଇଲୁନି, ସବୁବେଲା ସବୁର୍ସଙ୍ଗ୍, ଜନ୍ଲକ୍ମନ୍ ଆମର୍ ବିସ୍ବାସି କୁଟୁମେ ମିସ୍ଲାଇ ଆଚତ୍, ସେମନର୍ ପାଇ ନିମାନ୍ କର୍ବାର୍ ଆମର୍ ଦାଇତ୍ ।
10 Portanto, enquanto temos oportunidade, façamos o bem a todos, especialmente aos da família da fé.
11 ଦେକା, କେଡେ ବଡ୍ ବଡ୍ ଅଇକର୍ସଙ୍ଗ୍ ମୁଇ ତମ୍କେ ଏ ଚିଟିର୍ ସାରାସାରି କାତା ମର୍ ନିଜର୍ ଆତେ ଲେକ୍ଲିନି ।
11 Vejam com que letras grandes estou lhes escrevendo de próprio punho!
12 ଜନ୍ ଲକ୍ମନ୍ ବାଇରର୍ ରିତିନିତି ମାନିକରି ଡାକ୍ପୁଟା ପାଇବାକେ ମନ୍ କର୍ବାଇ, ସେମନ୍ ତମ୍କେ ସୁନତ୍ ଅଇବାକେ ବାଦିଅ କଲାଇନି । କିରିସ୍ଟର୍ କୁର୍ସର୍ ଲାଗି ସେମନ୍ ଜେନ୍ତି ସଙ୍ଗର୍ ଜିଉଦିମନର୍ କସ୍ଟ ନ ପାଇବାର୍ ଲାଗି ଏଟା କଲାଇନି ।
12 Os que desejam causar boa impressão exteriormente, tentando obrigá-los a se circuncidarem, agem desse modo apenas para não serem perseguidos por causa da cruz de Cristo.
13 କାଇକେ ବଇଲେ ଜନ୍ ଲକ୍ମନ୍ ସୁନତ୍ ବିଦିକେ ଟିକ୍ ବଲି କଇଲାଇନି, ସେମନ୍ ନିଜେ, ମସାର୍ ସବୁ ନିୟମ୍ ମାନତ୍ ନାଇ । ଜେନ୍ତି କି ତମେ ସୁନତ୍ ଅଇ ସେମନର୍ବାଟେ ମିସ୍ଲାସ୍ । ଏଟା ନେଇକରି ବଡ୍ପନ୍ ଅଇବାଇ ।
13 Nem mesmo os que são circuncidados cumprem a lei; querem, no entanto, que vocês sejam circuncidados a fim de se gloriarem no corpo de vocês.
14 ମାତର୍ ମାପ୍ରୁ ଜିସୁ କିରିସ୍ଟର୍ କୁରୁସ୍ ଚାଡିକରି ଆରି କାଇତେଇ ବଡ୍ପନ୍ ଅଇବାଟା ମର୍ଟାନେଅନି ଦୁରିକେ ରଅ । କାଇକେବଇଲେ ଜଗତ୍ ଜନ୍ ବିସଇର୍ ପାଇ ବେସି ଦାନ୍ଦା ଅଇଲାନି, ସେଟା ମୁକିଅ ବିସଇ ବଲି ମୁଇ ନ ବାବି । ଆରି ଜଗତ୍ ମିସା ମକେ କାଇ ମୁଲିଅ ନ ଅଇଲା ଲକ୍ ପାରା ଦେକ୍ଲାନି ।
14 Quanto a mim, que eu jamais me glorie, a não ser na cruz de nosso Senhor Jesus Cristo, por meio da qual o mundo foi crucificado para mim, e eu para o mundo.
15 କେ ସୁନତ୍ ଅଇଲା, କେ ସୁନତ୍ ଅଏନାଇ, ସେଟା କିଚି ନାଇ । ମାତର୍ ପର୍ମେସର୍ ଆମ୍କେ ନୁଆ ଜନମ୍ ଦେଲାଆଚେ, ସବୁର୍ଟାନେଅନି ସେଟାସେ ମୁକିଅ ବିସଇ ।
15 De nada vale ser circuncidado ou não. O que importa é ser uma nova criação.
16 ଜନ୍ ଲକ୍ମନ୍ ନିଜର୍ ଜିବନେ ଏ କାତା ଦାର୍ବାଇ, ସେମନ୍ ସବୁ ଲକ୍ ଆରି ପରମେସରର୍ ସବୁ ଲକ୍ମନ୍ ଜିବ୍ନେ ସାନ୍ତି ଆରି ଜିବନ୍ ଦୁକାନି ପାଇବାଇ ।
16 Paz e misericórdia estejam sobre todos os que andam conforme essa regra, e também sobre o Israel de Deus.
17 ସାରାସାରି ଏତ୍କି କଇଲିନି, ଆଜିଅନି ବୁଲ୍ ସିକିଆ ଦେଇକରି ମକେ ଆରି କେ ମିସା କସ୍ଟ ନ ଦେଅ, କାଇକେ ବଇଲେ ମୁଇ ଜିସୁର୍ ଗତିଦାଙ୍ଗ୍ଡା ବଲି ଦେକାଇବାକେ ମର୍ ଗାଗ୍ଡେ ତାର୍ କଣ୍ଡିଆ ଚିନ୍ ଆଚେ ।
17 Sem mais, que ninguém me perturbe, pois trago em meu corpo as marcas de Jesus.
18 ଏ ବାଇବଇନିମନ୍ ! ଆମର୍ ମାପ୍ରୁ ଜିସୁକିରିସ୍ଟର୍ ଜିବନ୍ ଦୁକାନି ତମର୍ ସବୁ ଲକର୍ ଲଗେ ରଅ । ଆମେନ୍ !
18 Irmãos, que a graça de nosso Senhor Jesus Cristo seja com o espírito de vocês. Amém.
Atalhos do teclado
- Capítulo anterior←
- Próximo capítulo→
- Versículo anteriork
- Próximo versículoj
- Limpar seleçãoEsc
- Esta ajuda?
Estude este capítulo no WhatsApp
Peça à IA da Bíblia Fala para explicar Gálatas 6, comparar traduções ou montar um estudo — tudo direto pelo WhatsApp.