Hebreus 10
ସତିଅର୍ ବାଟ୍ (DSO) vs ARIB
1 ମସାର୍ ନିୟମ୍ ଅବ୍କା ଗଟେକ୍ ବାନା ପାରା ରଇଲା । ଜନ୍ ନିକ ଆସିର୍ବାଦ୍ କିରିସ୍ଟ ଆମ୍କେ ଦେଇସି, ସେ ଆସିର୍ବାଦର୍ ଗୁନ୍ଚଲନ୍ ତେଇ ଡିସ୍ତେରଇଲା । ମାତର୍ ସେଟା ଆସିର୍ବାଦର୍ ସମାନ୍ ନଏଁ । ତେବର୍ପାଇ ନିୟମ୍ ମାଙ୍ଗ୍ଲା ଇସାବେ, ସେମନ୍ ସବୁ ବର୍ସେ ବଲି ସର୍ପାଇ ଅଇତେରଇଲାଇ । ମାତର୍ ସେ ସବୁ ବଲି ସରପ୍ବାଟା ପର୍ମେସର୍ଟାନେ ଆଇବା ଲକ୍ମନ୍କେ ସିଦ୍ କରିନାପାର୍ଲା ।
1 Porque a lei, tendo a sombra dos bens futuros, e não a imagem exata das coisas, não pode nunca, pelos mesmos sacrifícios que continuamente se oferecem de ano em ano, aperfeiçoar os que se chegam a Deus.
2 ସେନ୍ତାରି ଜନ୍ ଲକ୍ମନ୍ ପର୍ମେସର୍କେ ଉପାସନା କର୍ତେରଇଲାଇ, ଜଦି ସେମନ୍ ତାକର୍ ପାପେ ଅନି ସୁକଲ୍ ଅଇତାଇ, ତେବେ ସେମନ୍କେ ତାକର୍ ପାପ୍ ଦସି ନ କରାଇତା । ଆରି ସବୁ ବଲିଦେବାଟା ସାରିଜାଇତା ।
2 Doutra maneira, não teriam deixado de ser oferecidos? pois tendo sido uma vez purificados os que prestavam o culto, nunca mais teriam consciência de pecado.
3 ମାତର୍ ସବୁ ବରସେ ସେ ସମାନ୍ ବେଲାଇ ବଲି ସର୍ପିଦେବାଟା କର୍ବାକେ ପଡ୍ଲା । ସେମନର୍ ପାପ୍ ରଇଗାଲା ଆଚେ ବଲି ସେମନ୍ ତେଇଅନି ଜାନ୍ଲାଇ ।
3 Mas nesses sacrifícios cada ano se faz recordação dos pecados,
4 କାଇକେବଇଲେ ବଲଦ୍ମନର୍ ଆରି ଚେଲିମନର୍ ବନି କେବେ ମିସା ଆମର୍ ପାପ୍ ଦାରି ନ ନେଏ ।
4 porque é impossível que o sangue de touros e de bodes tire pecados.
5 ଆମେ ଜାନିଆଚୁ ଜେ, କିରିସ୍ଟ ଏ ଜଗତେ ରଇଲାବେଲେ ସେ ତାର୍ ବାବା ପର୍ମେସର୍କେ କଇ ରଇଲା,
5 Pelo que, entrando no mundo, diz: Sacrifício e oferta não quiseste, mas um corpo me preparaste;
6 ବେଦିଟାନେ ପଡାଇବା ପସୁମନ୍କେ
6 não te deleitaste em holocaustos e oblações pelo pecado.
7 ତାର୍ପଚେ ମୁଇ କଇଲି, ଏ ପରମେସର୍,
7 Então eu disse: Eis-me aqui {no rol do livro está escrito de mim} para fazer, ó Deus, a tua vontade.
8 ସେ ପର୍ତୁମ୍ କଇଲା, ତମେ ସର୍ପି ଦେବାଟା, କି ବେଦିଟାନେ ପଡାଇବାଟା, କି ପାପ୍ ଦାରିନେବା ପସୁମନର୍ ବନି ମନ୍ କରୁସ୍ ନାଇ । ଏ ସବୁ ବଲି ନିୟମ୍ ଇସାବେ ସର୍ପାଇ ଅଇରଇଲେ ମିସା, ସେ ଏନ୍ତାରି କଇଲା ।
8 Tendo dito acima: Sacrifício e ofertas e holocaustos e oblações pelo pecado não quiseste, nem neles te deleitaste {os quais se oferecem segundo a lei};
9 ତାର୍ ପଚେ ସେ ଆରିତରେକ୍ କଇଲା, ତୁଇ ଜାଇଟା ମନ୍ କଲୁସ୍ନି ସେଟା ସିଦ୍ କର୍ବାକେ ଏ ପର୍ମେସର୍, ମୁଇ ଇତି ଆଚି । ସେନ୍ତାରି ଆଗର୍ପାରା ବଲିଦେବାଟା ପର୍ମେସର୍ ମନାକରି, ତାର୍ ବାଦୁଲେ କିରିସ୍ଟର୍ ବଲି ଟିକ୍ କଲା ।
9 agora disse: Eis-me aqui para fazer a tua vontade. Ele tira o primeiro, para estabelecer o segundo.
10 କିରିସ୍ଟ ପର୍ମେସରର୍ ମନ୍ କର୍ବାଟା ସାଦନ୍ କଲା । ସେ ତାର୍ ଗାଗଡ୍ ସର୍ପିଦେଇକରି ଏକାତର୍ ସବୁବେଲର୍ପାଇ ଆମର୍ ପାପ୍ ଦଇଦେଲା ।
10 É nessa vontade dele que temos sido santificados pela oferta do corpo de Jesus Cristo, feita uma vez para sempre.
11 ସବୁ ଜିଉଦି ପୁଜାରିମନ୍ ସେ ସମାନ୍ ବଲି ସର୍ପିଦେଇକରି ଦିନ୍କେଦିନ୍ ଟିଆ ଅଇତେରଇଲାଇ । ମାତର୍ ଏ ବଲି ଲକ୍ମନର୍ ପାପ୍ ନେଇ ନାପାର୍ଲା ।
11 Ora, todo sacerdote se apresenta dia após dia, ministrando e oferecendo muitas vezes os mesmos sacrifícios, que nunca podem tirar pecados;
12 ମାତର୍ କିରିସ୍ଟ ତରେକ୍ ସେ ନିଜ୍କେ ବଲିଅଇଲା, ସେଟା ଆମର୍ ପାପ୍କେ ଦାରିଗାଲା ଆରି ସେ ସର୍ପାଇ ଅଇଲାଟା ସବୁଦିନର୍ ପାଇ ନିକ । ସେ କରିରଇବା କାମ୍ ସାରାଇଲା ଇସାବେ ଗଟେକ୍ ଚିନ୍ ପାରା, ପର୍ମେସରର୍ ଉଜାବାଟେ ବସ୍ଲା ।
12 mas este, havendo oferecido um único sacrifício pelos pecados, assentou-se para sempre à direita de Deus,
13 ସେ ଏବେ ମିସା ତେଇସେ ଜାଗିଆଚେ । ଜନ୍ ବେଲାଇ ପର୍ମେସର୍ ତାର୍ ସବୁ ସତ୍ରୁମନ୍କେ ତାର୍ ପାଦେ ଆନ୍ସି ।
13 daí por diante esperando, até que os seus inimigos sejam postos por escabelo de seus pés.
14 ଗଟେକ୍ ବଲିର୍ଲାଗି ଆମେ ଜେତ୍କିଲକ୍ ପାପେଅନି ଦଇଅଇ ଆଚୁ, ସେ ଆମ୍କେ ସବୁଦିନର୍ ପାଇ ସିଦ୍ କରି ଆଚେ । ବେଦି ଉପ୍ରେ ଜଇଟାନେ ବଲି ଚଗାଇବାଟା|alt="Burnt offering on an altar" src="hk00256c.tif" size="col" copy="Horace Knowles ©" ref="୧୦:୧୦"
14 Pois com uma só oferta tem aperfeiçoado para sempre os que estão sendo santificados.
15 ସୁକଲ୍ଆତ୍ମା ମିସା ଆମ୍କେ ତାର୍ ସାକି ଦେଇ କଇଲାନି,
15 E o Espírito Santo também no-lo testifica, porque depois de haver dito:
16 “ମାପ୍ରୁ କଇଲାନି, ଆଇବା ଦିନ୍ମନ୍କେ,
16 Este é o pacto que farei com eles depois daqueles dias, diz o Senhor: Porei as minhas leis em seus corações, e as escreverei em seu entendimento; acrescenta:
17 ସେ ଆରି ତରେକ୍ କଇଲା, ତାକର୍ ପାପ୍ ଆରି କାରାପ୍ ଗୁନ୍ ଚଲନ୍ ମୁଇ ପାସ୍ରି ଜିବି ।
17 E não me lembrarei mais de seus pecados e de suas iniqüidades.
18 ସେନ୍ତାରି ଏ ସବୁ ବିସଇ କେମା ଅଇଲାର୍ ପାଇ, ତାକର୍ ପାପ୍ ଦାରି ନେବାକେ ବଲି ଆରି ଦେବାକେ ନ ପଡେ ।
18 Ora, onde há remissão destes, não há mais oferta pelo pecado.
19 ଏ ମର୍ ବାଇବଇନିମନ୍, ଜିସୁର୍ ମରନର୍ ଲାଗି ଆମେ ଅଦିକ୍ ସୁକଲ୍ ଜାଗାଇ ପୁର୍ବାକେ ଆମ୍କେ ଅଦିକାର୍ ଆଚେ ।
19 Tendo pois, irmãos, ousadia para entrarmos no santíssimo lugar, pelo sangue de Jesus,
20 କାଇକେବଇଲେ, ତାର୍ ଗାଗଡ୍ ସର୍ପି ଅଇଲାକେ ପାର୍ଦାବାଟେ ଆମ୍କେ ନୁଆ ଆରି ଜିବନ୍ ରଇବା ବାଟ୍ ଉଗାଡିଦେଲା ଆଚେ ।
20 pelo caminho que ele nos inaugurou, caminho novo e vivo, através do véu, isto é, da sua carne,
21 ଆରି ସେତ୍କିସେ ନଏଁ, ଆମ୍କେ ଏବେ ଗଟେକ୍ ବଡ୍ ପୁଜାରିଆଚେ । ଜେ କି ପରମେସର୍ ଗରର୍ ଅଦିକାରେ ରଇବା ଲକ୍ ।
21 e tendo um grande sacerdote sobre a casa de Deus,
22 ସେଟାର୍ପାଇ ତେବେ ଆସା, ଆମେ ସତଇସେ ମନ୍କରି ଆରି ଡାଟ୍ସଙ୍ଗ୍ ବିସ୍ବାସ୍ କରି ପର୍ମେସରର୍ ଲଗେ ଜୁ । ଆମର୍ ବିବେକ୍ ଆମ୍କେ ଦସ୍ ନ ଦେଲାପାରା କିରିସ୍ଟର୍ ବନିସଙ୍ଗ୍ ଚିଚିଅଇକରି ଦଇଅଇ ରଇବାର୍ ଆଚେ । ଆରି ଆମର୍ ଗାଗଡ୍ ସୁକଲ୍ ପାନିସଙ୍ଗ୍ ଦଇଅଇଲାପାରା ରଇବାର୍ ଆଚେ ।
22 cheguemo-nos com verdadeiro coração, em inteira certeza de fé; tendo o coração purificado da má consciência, e o corpo lavado com água limpa,
23 ଆମର୍ ଜନ୍ ଆସା ଉଁ, ବଲି ମାନିଆଇଲୁନି, ତାକେ ଡାଁଟ୍ କରୁ । ଆମେ ଅଇସି କି ନଏଁ ଆଲେ, ବଲି ନ ବାବୁ । କାଇକେବଇଲେ ପର୍ମେସର୍ ଜନ୍ ସପତ୍ କଲାଆଚେ, ସେଟା ସେ କର୍ସି ଆକା ।
23 retenhamos inabalável a confissão da nossa esperança, porque fiel é aquele que fez a promessa;
24 ଆସା, ଆମେ ବିନ୍ ଲକ୍ମନ୍କେ ମନ୍ଦେଇ ସେମନ୍କେ ସାଇଜ କରୁ । ଗଟେକ୍ ଲକ୍ ଆରିଗଟେକ୍ ଲକ୍କେ ଆଲାଦ୍ କରି ନିକ କାମ୍ କରୁ ।
24 e consideremo-nos uns aos outros, para nos estimularmos ao amor e às boas obras,
25 ଜେନ୍ତିକି ଆରି କେତେଲକ୍ କଲାଇନି, ଆମେ ମିସିବିଡି ରଇବା ବିସ୍ବାସି ବାଇବଇନି ମନର୍ ସଙ୍ଗ୍ ରୁଣ୍ଡ୍ବାକେ ଏଲା ନ କରୁ । ତାର୍ ବାଦୁଲେ ଆମର୍ ସଙ୍ଗାରିମନର୍ ବିସ୍ବାସ୍ ଡାଁଟ୍ କରାଉ । ଆମର୍ ମାପ୍ରୁ ଜିସୁ ଆରିତରେକ୍ ଆଇବା ଦିନ୍ ଲଗେ କେଟି ଆଇଲାନି ।
25 não abandonando a nossa congregação, como é costume de alguns, antes admoestando-nos uns aos outros; e tanto mais, quanto vedes que se vai aproximando aquele dia.
26 କିରିସ୍ଟର୍ ବିସଇତେଇ ରଇବା ସତ୍, ଆମେ ଜାନିକରି ପାପ୍କରି ଲାଗିରଇଲେ, ଆମର୍ ପାପ୍ ଦାରିନେବାକେ ଆରି କାଇ ବଲି ନାଇ ।
26 Porque se voluntariamente continuarmos no pecado, depois de termos recebido o pleno conhecimento da verdade, já não resta mais sacrifício pelos pecados,
27 ସେନ୍ତାର୍ଆଲେ ପର୍ମେସରର୍ ଜନ୍ ବଡ୍ବିଚାର୍ ଦିନ୍ ଆଇଲାନି, ତେଇ ତାର୍ ବେସି ଡର୍ ଲାଗ୍ବା ବିଚାର୍ନାର୍ପାଇ ଜାଗ୍ବାକେ ପଡ୍ସି । ପରମେସରର୍ ସବୁ ବିରଦିମନ୍କେ କୁରୁପ୍ନାସ୍ କର୍ବା ସେ ବେସି ଲାଗ୍ତେରଇବା ଜଇର୍ ପାଇ ମିସା ଜାଗ୍ବାକେ ପଡ୍ସି ।
27 mas uma expectação terrível de juízo, e um ardor de fogo que há de devorar os adversários.
28 ମସାର୍ ନିୟମ୍ ନ ମାନ୍ବା ଗଟେକ୍ ଲକ୍କେ କାଇଟା ଅଇତେରଇଲା ବଲି ବାବିଦେକା । ଦୁଇ କି ତିନ୍ ଲକ୍ ତାର୍ ପାପର୍ ଲାଗି ସାକିଦେଲେ, ସେ କାଇମିସା ଦୟା ନ ପାଇକରି ମର୍ବାକେ ଆଦେସ୍ ଦେଇତେରଇଲାଇ ।
28 Havendo alguém rejeitado a lei de Moisés, morre sem misericórdia, pela palavra de duas ou três testemunhas;
29 ମସାର୍ ନିୟମ୍ ନ ମାନ୍ବା ଗଟେକ୍ ଲକର୍ ଦସା ସେନ୍ତାରି ରଇଲେ, ପର୍ମେସରର୍ ପଅକେ ଇନ୍ କର୍ବା ଗଟେକ୍ ଲକର୍ ଦସା କେତେକ୍ ଅଦିକ୍ ନ ରଏ । ଜଦି ତାର୍ ରାଜିନାମାର୍ ବନିକେ କାଇ ମୁଲିଅ ନାଇ ବଲି ଏଲାକରିଦେଲେ, ଏ ବନିର୍ ଲାଗି ସେ ପାପେଅନି ସେ ସୁକଲ୍ ଅଇରଇଲା । ସେନ୍ତାରି କର୍ବା ଲକ୍ ପର୍ମେସରର୍ ଆତ୍ମା ଜେ କି ଜିବନ୍ ଦୁକାଇ ଦୟା ଦେକାଇସି, ତାକେ ମିସା ମନ୍ଦୁକ୍ କରାଇଲାନି । ତାର୍ ଡଣ୍ଡ୍ କେତେକ୍ ଅଦିକ୍ ନ ଅଏ ।
29 de quanto maior castigo cuidais vós será julgado merecedor aquele que pisar o Filho de Deus, e tiver por profano o sangue do pacto, com que foi santificado, e ultrajar ao Espírito da graça?
30 କାଇକେବଇଲେ ଆମେ ଜାନିଆଚୁ, ପର୍ମେସର୍ କଇଲା, “ବେର୍ ସୁଜାଇବାକେ ମର୍ ଅଦିକାର୍ ଆଚେ । ମୁଇସେ ବାଉଡାଇବି ।” ସେ ଏନ୍ତାରି ମିସା କଇରଇଲା, “ମୁଇସେ ମାପ୍ରୁ ଆରି ମର୍ ଲକ୍ମନ୍କେ ମୁଇ ଆକା ବିଚାର୍ କର୍ବି ।”
30 Pois conhecemos aquele que disse: Minha é a vingança, eu retribuirei. E outra vez: O Senhor julgará o seu povo.
31 ଜିବନ୍ ରଇବା ଆରି ସବୁର୍ଟାନେଅନି ବପୁ ରଇବା ପର୍ମେସର୍ ଡଣ୍ଡ୍ ପାଇବାକେ କେତେକ୍ ଡର୍ ଲାଗ୍ସି ।
31 Horrenda coisa é cair nas mãos do Deus vivo.
32 ଗାଲା ଦିନ୍ମନ୍କେ ତମେ କେନ୍ତାରି ରଇଲାସ୍, ତମେ ଏତାଇଦେକା । ପର୍ମେସରର୍ ସତ୍ ବିସଇର୍ ପାଇ ତମର୍ ମନ୍ ଉଗାଡି ଅଇଲାକେ, ତମ୍କେ ବେସି ଦୁକ୍ କସ୍ଟ ଅଇଲେମିସା, ସେଟା ସବୁ ମୁର୍ଚି କରି ରଇଲାସ୍ । ଆରିତେଇ ଆରିଜାଆସ୍ ନାଇ ।
32 Lembrai-vos, porém, dos dias passados, em que, depois de serdes iluminados, suportastes grande combate de aflições;
33 କେତେ କେତେ ତର୍ ତମ୍କେ ସବୁର୍ ମୁଆଟେ ଇଜତ୍ ଜିକ୍ଲାଇ ଆରି କାରାପ୍ ଇସାବେ ଦେକ୍ଲାଇ । କେବେ କେବେ ଜନ୍ ଲକ୍ମନ୍କେ ଦୁକ୍ ଆଇସି, ତାକର୍ ସମାନ୍ ଅଇତେରଇଲାସ୍ ।
33 pois por um lado fostes feitos espetáculo tanto por vitupérios como por tribulações, e por outro vos tornastes companheiros dos que assim foram tratados.
34 ଆରି ବନ୍ଦି ଗରେ ରଇବା ତମର୍ ସଙ୍ଗାରିମନ୍କେ ଦୟା ଦେକାଇଲାସ୍ । ତମର୍ଟାନେ ଜେତ୍କି ରଇଲାଟା ସେମନ୍ ମାର୍ଦାର୍ କରି ନେଲାବେଲେ, ତମେ ସାର୍ଦାସଙ୍ଗ୍ ମୁର୍ଚି ରଇଲାସ୍ । କାଇକେବଇଲେ, ତମ୍କେ ତାର୍ତେଇଅନି ନିକଟା ଆରି ନ ସାର୍ବା ଦିନ୍ ଜାକ ରଇବା ଦନ୍ସଁପତି ଆଚେ ବଲି ଜାନିରଇଲାସ୍ ।
34 Pois não só vos compadecestes dos que estavam nas prisões, mas também com gozo aceitastes a espoliação dos vossos bens, sabendo que vós tendes uma possessão melhor e permanente.
35 ସେଟାର୍ପାଇ ତମର୍ ସାଆସ୍ ଚାଡାନାଇ । ମାତର୍ ସେଟା କର୍ତେରୁଆ । କାଇକେ ବଇଲେ ତମର୍ ଇନାମ୍ ବଡ୍ ରଇସି ।
35 Não lanceis fora, pois, a vossa confiança, que tem uma grande recompensa.
36 ପର୍ମେସରର୍ ମନ୍ କଲାଟା ସାଦନ୍ କର୍ବାକେ ତମେ ମୁର୍ଚିକରି ରଇବାର୍ ଆଚେ ଆରି ସେ କାତା ଦେଇରଇବାଟା ତମେ ମିଲାଇସା ।
36 Porque necessitais de perseverança, para que, depois de haverdes feito a vontade de Deus, alcanceis a promessa.
37 ଜେନ୍ତାରିକି ସାସ୍ତରେ ଲେକା ଅଇଲାଆଚେ,
37 Pois ainda em bem pouco tempo aquele que há de vir virá, e não tardará.
38 ମର୍ ଜେତ୍କି ଦରମ୍ ଲକ୍ ଆଚତ୍,
38 Mas o meu justo viverá da fé; e se ele recuar, a minha alma não tem prazer nele.
39 ମାତର୍ ଆମେ ପର୍ମେସର୍କେ ନ ମାନିକରି ତାର୍ ତେଇଅନି ବେଗ୍ଲି ଜିବା ଲକ୍ ନଉଁ । ମାତର୍ ଆମେ ବିସ୍ବାସ୍ କରି ରକିଆ ପାଇଲା ଲକ୍ମନର୍ ସଙ୍ଗ୍ ଆଚୁ ।
39 Nós, porém, não somos daqueles que recuam para a perdição, mas daqueles que crêem para a conservação da alma.
Atalhos do teclado
- Capítulo anterior←
- Próximo capítulo→
- Versículo anteriork
- Próximo versículoj
- Limpar seleçãoEsc
- Esta ajuda?
Estude este capítulo no WhatsApp
Peça à IA da Bíblia Fala para explicar Hebreus 10, comparar traduções ou montar um estudo — tudo direto pelo WhatsApp.