Hebreus 11
ସତିଅର୍ ବାଟ୍ (DSO) vs ARIB
1 ତେବେ ବିସ୍ବାସ୍ ଆଲେ କାଇଟା ? ଜନ୍ ବିସଇର୍ ପାଇ ଆମେ ଆସା କଲୁନି, ସେଟା ସିଦ୍ ଅଇସି ଆକା ବଲି ଆମର୍ ମନେ ଜାନ୍ବାଟା ଅଇଲାନି ବିସ୍ବାସ୍ । ଆରି ଜନ୍ଟା ଆମେ ଦେକି ନାପାରୁ, ସତଇସେ ଆଚେ ବଲି ଜାନ୍ବାଟା, ମିସା ବିସ୍ବାସ୍ ।
1 Ora, a fé é o firme fundamento das coisas que se esperam, e a prova das coisas que não se vêem.
2 ପୁର୍ବେ ରଇବା ଆମର୍ ଆନିଦାଦିମନର୍ ବିସ୍ବାସର୍ ଲାଗି ପର୍ମେସର୍ ସେମନ୍କେ ମନ୍କଲା ।
2 Porque por ela os antigos alcançaram bom testemunho.
3 ଆମର୍ ବିସ୍ବାସର୍ଲାଗି, ଏ ଜଗତ୍ ଆରି ତେଇ ରଇବା ସବୁଜାକ ପର୍ମେସରର୍ ଆଦେସ୍ ଇସାବେ ତିଆର୍ ଅଇଲାଆଚେ ବଲି ଆମେ ଜାନ୍ଲୁନି । ତେବେ ଜନ୍ଟା ଦେକି ଅଇଲାନି, ସେଟା ଦେକି ନ ରଇଲା ଟାନେଅନି ତିଆର୍ ଅଇଆଚେ ।
3 Pela fé entendemos que os mundos foram criados pela palavra de Deus; de modo que o visível não foi feito daquilo que se vê.
4 ଏବଲର୍ ବିସଇ ବାବି ଦେକୁ । ତାର୍ ବିସ୍ବାସର୍ ଲାଗି ସେ ଜନ୍ଟା ପର୍ମେସର୍କେ ସର୍ପି ଦେଇରଇଲା, ତାର୍ ବାଇ କଇନ୍ ଦେଲାଟାନେଅନି ନିକରଇଲା । ତାର୍ ବିସ୍ବାସର୍ ଲାଗି ପର୍ମେସର୍ ତାକେ ଦରମ୍ ବଲି ଏଜାଇଲା । ସେ ସର୍ପିଦେଲାଟା ପର୍ମେସର୍ ମାନ୍ଲାକେ ଆମେ ଏଟା ଜାନ୍ଲୁନି । ତେବର୍ପାଇ ଏବଲ୍ ମରିଗାଲେମିସା ତାର୍ ବିସ୍ବାସର୍ ଲାଗି, ସେ ଆମ୍କେ କାଇକାଇଟା କଇଲାନି ।
4 Pela fé Abel ofereceu a Deus mais excelente sacrifício que Caim, pelo qual alcançou testemunho de que era justo, dando Deus testemunho das suas oferendas, e por meio dela depois de morto, ainda fala.
5 ଆରି ଗଟେକ୍ ଲକ୍ ରଇଲା ଇନକ୍, ତାର୍ ବିସ୍ବାସର୍ ଲାଗି ସେ ମରେନାଇ, ମାତର୍ ଜିବନ୍ ରଇତେ ତାକେ ପର୍ମେସର୍ ଦାରିଗାଲା । ତେବେ ସେମନ୍ ତାକେ କଜ୍ଲାଇ ମିସା ମିଲାଇ ନାପାର୍ଲାଇ । କାଇକେବଇଲେ ପର୍ମେସର୍ ତାକେ ନେଇରଇଲା । ସାସ୍ତରେ ଏନ୍ତାରି ଲେକା ଅଇଲାଆଚେ, ତାକେ ଦାରି ନେବା ଆଗ୍ତୁ ପର୍ମେସର୍ ତାକେ ମନ୍ କରିରଇଲା ।
5 Pela fé Enoque foi trasladado para não ver a morte; e não foi achado, porque Deus o trasladara; pois antes da sua trasladação alcançou testemunho de que agradara a Deus.
6 ତେବର୍ପାଇ ଜନ୍ ଲକ୍ମନ୍ ପର୍ମେସରର୍ ଲଗେ ଆଇବାକେ ମନ୍ କଲାଇନି, ପର୍ମେସର୍ ଆଚେ ବଲି ବିସ୍ବାସ୍ କର୍ବାର୍ ଆଚେ । ଜେତ୍କି ଲକ୍ମନ୍ ତାକେ କଜ୍ବାଇ, ସେ ସେମନର୍ ଆସା କଲାଟା ପୁରାପୁରୁନ୍ କର୍ସି ।
6 Ora, sem fé é impossível agradar a Deus; porque é necessário que aquele que se aproxima de Deus creia que ele existe, e que é galardoador dos que o buscam.
7 ନଅର୍ ବିସଇ ବାବିଦେକା । ତାର୍ ବିସ୍ବାସର୍ ଲାଗି ପଚ୍କେ ଅଇବା ବିସଇ ପର୍ମେସର୍ ତାକେ ଜାଗ୍ରତ୍ କରାଇଲାକେ, ସେ କାତା, ସେ ଏଲାକରେ ନାଇ । ତାର୍ ଆଗ୍ତୁ ସେ ସେନ୍ତାରିଟା କାଇଟା ନ ଦେକିରଇଲେ ମିସା, ସେ ବିସ୍ବାସ୍ କଲା । ତାର୍ପଚେ ସେ ଆରି ତାର୍ କୁଟୁମ୍ ରକିଆ ପାଇବାକେ ଗଟେକ୍ ବଡ୍ ଡଙ୍ଗା ତିଆର୍ କଲା । ତାର୍ ବିସ୍ବାସର୍ ଲାଗି ପର୍ମେସର୍ ତାକେ ଦରମ୍ ଲକ୍ ବଲି ଏଜ୍ଲା, ମାତର୍ ବିନ୍ଲକ୍ମନ୍କେ ଦସି କଲା ।
7 Pela fé Noé, divinamente avisado das coisas que ainda não se viam, sendo temente a Deus, preparou uma arca para o salvamento da sua família; e por esta fé condenou o mundo, e tornou-se herdeiro da justiça que é segundo a fé.
8 ଅବ୍ରାଆମ୍ ମିସା ତାର୍ ବିସ୍ବାସର୍ ଲାଗି ପର୍ମେସରର୍ କାତା ମାନ୍ଲା । ପର୍ମେସର୍ ତାର୍ପାଇ ସଙ୍ଗଇରଇବା ଗଟେକ୍ ଦେସେ ଜା ବଲି କଇଲାକେ, ସେ ଦାପ୍ରେ ମାନ୍ଲା ଆରି ବାରଇଲା । ସେ କନ୍ତି ଗାଲିନି ବଲି ନାଜାନି ରଇଲେ ମିସା ସେ ସେନ୍ତାର୍ କଲା ।
8 Pela fé Abraão, sendo chamado, obedeceu, saindo para um lugar que havia de receber por herança; e saiu, sem saber para onde ia.
9 ତାର୍ ବିସ୍ବାସର୍ ଲାଗି ପର୍ମେସର୍ ତାକେ ଦେବି ବଲି କାତା ଦେଇରଇଲା ଦେସେ, ସେ ବିନ୍ଦେସର୍ ଲକ୍ ପାରା ତୁମ୍ ଟାନି ରଇଲା । ସେନ୍ତାରିସେ ତାର୍ ପଅ ଇସାକ୍ ଆରି ଜାକୁବ୍ ତାର୍ ନାତି ମିସା ପର୍ମେସର୍ କାତା ଦେଇରଇଲାଟା ମିଲାଇବାଟାନେ ମିସ୍ଲାଇ ।
9 Pela fé peregrinou na terra da promessa, como em terra alheia, habitando em tendas com Isaque e Jacó, herdeiros com ele da mesma promessa;
10 ଅବ୍ରାଆମ୍ ସେନ୍ତାରି ଜାଗାଇ ମୁର୍ଚିକରି ରଇଲା । କାଇକେବଇଲେ ପର୍ମେସର୍ ତିଆର୍ କଲା ସବୁଦିନ୍ ରଇବା ସରଗର୍ ନଅରେ ରଇବି ବଲି ସେ ଆସାକଲା ।
10 porque esperava a cidade que tem os fundamentos, da qual o arquiteto e edificador é Deus.
11 ତାର୍ ବିସ୍ବାସର୍ ଲାଗି ଅବ୍ରାଆମ୍ ବେସି ଡକ୍ରା ରଇଲା ମିସା ଆରି ତାର୍ ମାଇଜି ସାଆରା ବାଞ୍ଜି ରଇଲେ ମିସା, ବାବା ଅଇଲା । ପର୍ମେସର୍ କାତା ଦେଇରଇଲାଟା ସିଦ୍ କର୍ସିଆକା ବଲି ସେ ଜାନିରଇଲା ।
11 Pela fé, até a própria Sara recebeu a virtude de conceber um filho, mesmo fora da idade, porquanto teve por fiel aquele que lho havia prometido.
12 ଅବ୍ରାଆମ୍ କୁଲ୍କୁଲା ଡକ୍ରା ଅଇଲାକେ ସେ ପିଲାଜିଲା କରି ନାପାର୍ଲା । ଅଇଲେମିସା ତାର୍ ନାତିତିତିମନ୍ ବାଦଲର୍ ତାରା ପାରା ଆରି ସମ୍ଦୁରେ ରଇବା ବାଲି ପାରା ଜବର୍ ଅଇଗାଲାଇ ।
12 Pelo que também de um, e esse já amortecido, descenderam tantos, em multidão, como as estrelas do céu, e como a areia inumerável que está na praia do mar.
13 ଏ ସବୁ ଲକ୍ମନ୍ ସେମନ୍ ମଲାବେଲେ ମିସା ପର୍ମେସର୍କେ ବିସ୍ବାସ୍ କର୍ତେ ରଇଲାଇ । ପର୍ମେସର୍ ସେମନ୍କେ କାତା ଦେଇରଇଲାଟା, ସେମନ୍ ଜିବନ୍ ରଇଲାବେଲେ ନ ମିଲାଇରଇଲେ ମିସା, ଜନ୍ଟା ପାଇବାଇ, ସେଟା ଦୁରିକେଅନି ଦେକ୍ଲାପାରା ଦେକି ସାର୍ଦା ଅଇଲାଇ । ଏ ଜଗତେ ସେମନ୍ ବିନ୍ ଦେସର୍ ପାରା ଆରି ନିଜର୍ ଦେସେ ନ ରଇଲା ଲକର୍ପାରା ମାନିଅଇକରି ରଇଲାଇ ।
13 Todos estes morreram na fé, sem terem alcançado as promessas; mas tendo-as visto e saudado, de longe, confessaram que eram estrangeiros e peregrinos na terra.
14 ସେମନ୍ ମାନିଅଇ ରଇଲାଟାନେ ଅନି ଆମେ ଜାନ୍ବୁ ଜେ, ସେମନ୍ ନିଜର୍ଟା ବଲି ଜାନାଇବା ଗଟେକ୍ ଦେସ୍ କଜ୍ତେ ରଇଲାଇ ।
14 Ora, os que tais coisas dizem, mostram que estão buscando uma pátria.
15 ସେମନ୍ ଚାଡିକରି ଆସିରଇବା ଦେସ୍ ବିସଇନେଇ ଚିନ୍ତା କରତ୍ନାଇ । ସେନ୍ତାରି କର୍ତାଇଆଲେ, ସେମନ୍ ବାଉଡ୍ବାକେ ଅଇତା ।
15 E se, na verdade, se lembrassem daquela donde haviam saído, teriam oportunidade de voltar.
16 ସେମନ୍ ଚାଡିଆଇଲା ନଅର୍ତେଇଅନି ଅଦିକ୍ ନିକ ଗଟେକ୍ ନଅରର୍ ପାଇ ତାକର୍ ଆଁକି ରଇଲା । କାଇକେବଇଲେ, ସେମନ୍ ସରଗ୍ ଦେସ୍ ପାରାଟା କଜ୍ତେରଇଲାଇ । ସେମନ୍ ତାକେ ପର୍ମେସର୍ ବଲି ଡାକ୍ଲାର୍ ପାଇ, ସେ ଲାଜ୍ ଅଏନାଇ । କାଇକେବଇଲେ ସେ ତାକର୍ପାଇ ଗଟେକ୍ ନଅର୍ ତିଆର୍କଲା ଆଚେ ।
16 Mas agora desejam uma pátria melhor, isto é, a celestial. Pelo que também Deus não se envergonha deles, de ser chamado seu Deus, porque já lhes preparou uma cidade.
17 ତାର୍ ବିସ୍ବାସର୍ ଲାଗି ଅବ୍ରାଆମ୍ ଜେଡେବେଲେ ପର୍ମେସର୍ ତାକେ ପରିକା କଲା, ସେ ତାର୍ ପଅକେ ବଲି ଇସାବେ ସର୍ପି ଦେଲା । ମାତର୍ ପର୍ମେସର୍ କାତା ଦେଇରଇଲାଟାନେ ଅବ୍ରାଆମର୍ ବିସ୍ବାସ୍ ଡାଁଟ୍ ରଇଲା । ଆରି ସେ ତାର୍ ଗଟେକ୍ ବଲି ପଅ ଇସାକ୍କେ ବଲି ଇସାବେ ଦେବାକେ ରାଜି ରଇଲା ।
17 Pela fé Abraão, sendo provado, ofereceu Isaque; sim, ia oferecendo o seu unigênito aquele que recebera as promessas,
18 ତାର୍ ପଅ ଇସାକର୍ ଲାଗି, ତାର୍ ନାତିତିତିମନ୍ ଜବର୍ ଅଇଜିବାଇ ବଲି ପର୍ମେସର୍ ତାକେ କାତା ଦେଇରଇଲା ।
18 e a quem se havia dito: Em Isaque será chamada a tua descendência,
19 ଜଦି ଇସାକ୍ ମରିଗାଲେ, ପର୍ମେସର୍ ତାକେ ଜିବନ୍ କରି ଉଟାଇପାର୍ସି ବଲି ଅବ୍ରାଆମ୍ ବାବିରଇଲା । ଆରି ସେବେଲେ ସେନ୍ତାରିସେ ତାକେ ମଲାତେଇଅନି ଜିବନ୍ ଅଇକରି ପାଇଲା ପାରା ସେ ରଇଲା ।
19 julgando que Deus era poderoso para até dos mortos o ressuscitar; e daí também em figura o recobrou.
20 ଇସାକ୍ ତାର୍ ବିସ୍ବାସର୍ ଲାଗି, ତାର୍ ପଅମନ୍ ଜାକୁବ୍ ଆରି ଏସ୍ଅକେ ଆଇବା ଦିନ୍ମନର୍ ପାଇ ଆସିର୍ବାଦ୍ ଦେଲା ।
20 Pela fé Isaque abençoou Jacó e a Esaú, no tocante às coisas futuras.
21 ଜାକୁବ୍ ତାର୍ ବିସ୍ବାସର୍ ଲାଗି, ସେ ମର୍ବା ବେଲେ ତାର୍ ନାତିତିତିମନ୍ ଜେ କି ଜସେପର୍ ପଅମନ୍କେ ଆସିର୍ବାଦ୍ କଲା । ସେ ଦାରିକରି ଇଣ୍ଡ୍ବା ଡାଙ୍ଗ୍ ଉପ୍ରେ ଆଉଜି କରି ପର୍ମେସର୍କେ ଉପାସନା କଲା ।
21 Pela fé Jacó, quando estava para morrer, abençoou cada um dos filhos de José, e adorou, inclinado sobre a extremidade do seu bordão.
22 ଜସେପ୍ ତାର୍ ବିସ୍ବାସର୍ ଲାଗି ସେ ମର୍ବାବେଲେ ଆଇବା ଦନ୍ମନ୍କେ ଇସ୍ରାଏଲର୍ ଲକ୍ମନ୍ ସବୁ ମିସର୍ ଦେସ୍ ଚାଡି ଜିବାଇ ବଲି କଇରଇଲା । ଆରି ତାର୍ ମଲା ଗାଗଡ୍ସଙ୍ଗ୍ କାଇଟା କର୍ବାର୍ ଆଚେ ବଲି ସେମନ୍କେ ତିଆରି ରଇଲା ।
22 Pela fé José, estando próximo o seu fim, fez menção da saída dos filhos de Israel, e deu ordem acerca de seus ossos.
23 ମସାର୍ ଆୟାବାବାମନ୍ ତାକର୍ ବିସ୍ବାସର୍ ଲାଗି ଏବ୍ରିଅମନର୍ ପିଲାଟକିକେ ମରାଇବାର୍ ଆଚେ ବଲି ରାଜା ଆଦେସ୍ ଦେଇରଇଲା ମିସା, ସେମନ୍ ମସା ଜନମ୍ ଅଇଲାକେ ତାକେ ତିନ୍ମାସ୍ ଲୁଚାଇକରି ସଙ୍ଗଇଲାଇ । ସେ ଗଟେକ୍ ସୁନ୍ଦର୍ ପିଲା ବଲି ସେମନ୍ ଦେକ୍ଲାଇ । ରାଜା ଆଦେସ୍ କଲାଟାକେ ସେମନ୍ ଡରତ୍ ନାଇ ।
23 Pela fé Moisés, logo ao nascer, foi escondido por seus pais durante três meses, porque viram que o menino era formoso; e não temeram o decreto do rei.
24 ମସା ତାର୍ ବିସ୍ବାସର୍ ଲାଗି, ସେ ବଡ୍ ଅଇଲାକେ ରାଜାର୍ ଜିଇର୍ ପିଲା ବଲାଇଅଇବାକେ ମନ୍ କରି ନ ରଇଲା ।
24 Pela fé Moisés, sendo já homem, recusou ser chamado filho da filha de Faraó,
25 ଚନେକର୍ପାଇ ସାର୍ଦା ଦେବା ପାପ୍ କର୍ବାତେଇଅନି, ପର୍ମେସରର୍ ଲକ୍ମନର୍ ସଙ୍ଗ୍ କସ୍ଟ ଅଇରଇବାଟା ଅଦିକ୍ ନିକ ବଲି ସେ ବାବ୍ଲା ।
25 escolhendo antes ser maltratado com o povo de Deus do que ter por algum tempo o gozo do pecado,
26 ମସିଅର୍ ଲାଗି ଲାଜ୍ପାଇ ମୁର୍ଚିକରି ରଇବାଟା ମିସର୍ ଦେସେଅନି ମିଲାଇରଇବା ବଡ୍ ଦନ୍ ସଁପତିତେଇଅନି ଅଦିକ୍ ନିକଟା ବଲି ସେ ବାବ୍ଲା । ଆଇବା ଦିନ୍ମନ୍କେ ମିଲାଇବା ପୁରୁସ୍କାର୍ଟାନେ ସେ ଆଁକିପାକାଇ ରଇଲା ।
26 tendo por maiores riquezas o opróbrio de Cristo do que os tesouros do Egito; porque tinha em vista a recompensa.
27 ତାର୍ ବିସ୍ବାସର୍ ଲାଗି, ସେବେଲେ ସେ ମିସର୍ଦେସ୍ ଚାଡିଆଇଲା । କାଇକେବଇଲେ, ସେ ରାଜାର୍ ରିସା ଡରେନାଇ । ଆକିସଙ୍ଗ୍ ଦେକି ନାପାର୍ବା ପର୍ମେସର୍କେ ଦେକ୍ଲା ପାରା ସେ ଆରି ସେ ଦେସେ ବାଉଡେନାଇ ।
27 Pela fé deixou o Egito, não temendo a ira do rei; porque ficou firme, como quem vê aquele que é invisível.
28 ତାର୍ ବିସ୍ବାସର୍ ଲାଗି ସେ ନିସ୍ତାର୍ ପରବ୍ ମାନ୍ଲା ଆରି ଇସ୍ରାଏଲ୍ ଲକ୍ମନର୍ ରଇବା ଗରର୍ କାପାଟେ, ଗଟେକ୍ ମେଣ୍ଡାପିଲାର୍ ବନି ଚିଚ୍ବାକେ ଆଦେସ୍ ଦେଲା । ସେ ଏନ୍ତାରି କଲାକେ ପର୍ମେସରର୍ ଦୁତ୍ ଇସ୍ରାଏଲ୍ ଲକ୍ମନର୍ ପଣୁଆ ପିଲାମନ୍କେ ମରାଏ ନାଇ ।
28 Pela fé celebrou a páscoa e a aspersão do sangue, para que o destruidor dos primogênitos não lhes tocasse.
29 ଇସ୍ରାଏଲର୍ ଲକ୍ମନ୍ ତାକର୍ ବିସ୍ବାସର୍ ଲାଗି ଲଇତ୍ ନାଉଁର୍ ସମ୍ଦୁର୍ ବିତ୍ରେ ସୁକ୍ଲା ବୁଇଁପାରା ଇଣ୍ଡି ଇଣ୍ଡି ଲଙ୍ଗ୍ଲାଇ । ସେମନ୍କେ କେଦି ଆନ୍ତେରଇବା ମିସର୍ ଦେସର୍ ଲକ୍ମନ୍, ସେନ୍ତାରି ଲଙ୍ଗ୍ବାକେ ଚେସ୍ଟା କଲାଇଜେ ସେମନ୍ ସବୁଲକ୍ ବୁଡିଗାଲାଇ । କାଇକେବଇଲେ ଜନ୍ ସମ୍ଦୁରେ ସେମନ୍ ଇଣ୍ଡ୍ବା ବେଲେ ପାନି ଦୁଇବାଗ୍ ଅଇରଇଲା, ପର୍ମେସର୍ ସେ ପାନି ମିସାଇଦେଲା ।
29 Pela fé os israelitas atravessaram o Mar Vermelho, como por terra seca; e tentando isso os egípcios, foram afogados.
30 ଇସ୍ରାଏଲର୍ ଲକ୍ମନ୍ ତାକର୍ ବିସ୍ବାସର୍ ଲାଗି ଜିରିକର୍ ପାଚୁରିତେଇ ଆସି ସାତ୍ ଦିନ୍ ଜାକ ତେଇ ବୁଲ୍ଲାକେ ତାର୍ ପାଚୁରି ବସ୍ଲିଗାଲା ।
30 Pela fé caíram os muros de Jericó, depois de rodeados por sete dias.
31 ଜେରିକର୍ ନଅରେ ରଇବା ରାଆବ୍ ନାଉଁର୍ ଗଟେକ୍ ବେସିଆ ମାଇଜି, ତାର୍ ବିସ୍ବାସର୍ ଲାଗି ପର୍ମେସର୍କେ ନ ମାନିକରି ରଇବା ଲକର୍ ସଙ୍ଗ୍ ମରେନାଇ । ଇସ୍ରାଏଲର୍ କବର୍ ନେବା ଲକ୍ମନ୍ ଲୁଚ୍ତେ ନଅରେ ଆଇଲାବେଲେ ରାଆବ୍ ସେମନ୍କେ ସାଇଜ କଲା ।
31 Pela fé Raabe, a meretriz, não pereceu com os desobedientes, tendo acolhido em paz os espias.
32 ମୁଇ ଇତି ତେବ୍ବି । କାଇକେବଇଲେ ମୁଇ ଆରି କଇବାଟା ଆରାମ୍ କଲେ, ଗିଦିୟନ୍, ବାରାକ୍, ସାମ୍ସନ୍, ଜେପ୍ତା, ସାମୁଏଲ୍, ଆରି ବବିସତ୍ବକ୍ତାମନର୍ ବିସ୍ବାସ୍ ବିସଇ କାତା ଅଇବାକେ ବେଲା ନ କେଟେ ।
32 E que mais direi? Pois me faltará o tempo, se eu contar de Gideão, de Baraque, de Sansão, de Jefté, de Davi, de Samuel e dos profetas;
33 ତାକର୍ ବିସ୍ବାସର୍ ଲାଗି କେତେକ୍ ଲକ୍ ରାଇଜେ ଜୁଇଦ୍ କରି ଜିତ୍ଲାଇ । ବିନ୍ଲକ୍ମନ୍ ଦରମ୍ ଚଲାଚଲ୍ତିକରି ପର୍ମେସର୍ କାତା ଦେଇରଇବାଟା ମିଲାଇଲାଇ । ସେମନ୍ ବାଦ୍ରା ସିଅଁମନ୍କେ ଆରାଇଲାଇ ।
33 os quais por meio da fé venceram reinos, praticaram a justiça, alcançaram promessas, fecharam a boca dos leões,
34 ବିନ୍ ଲକ୍ମନ୍ ତାକର୍ ବିସ୍ବାସର୍ ଲାଗି ଜବର୍ ଜଇଲାଚ୍ଲାଇ ମିସା ପଡତ୍ନାଇ, । କାଣ୍ଡାତେଇଅନି ରକିଆ ପାଇଲାଇ । ସେମନ୍ ଦୁର୍ବଲ୍ ରଇଲାଇ । ମାତର୍ ତାକର୍ ବିସ୍ବାସର୍ ଲାଗି ଡାଟ୍ ଅଇଲାଇ । ଜୁଇଦ୍କର୍ବାକେ ବପୁ ଅଇଲାଇ । ସତ୍ରୁମନର୍ ସଇନମନ୍କେ ଆରାଇଲାଇ ।
34 apagaram a força do fogo, escaparam ao fio da espada, da fraqueza tiraram forças, tornaram-se poderosos na guerra, puseram em fuga exércitos estrangeiros.
35 କେତେଟା ମାଇଜିମନ୍ ମିସା ତାକର୍ ବିସ୍ବାସର୍ ଲାଗି ସେମନର୍ କୁଟୁମର୍ ଲକ୍ମନ୍କେ ମଲାତେଇଅନି ଜିବନ୍ ଅଇତେ ମିଲାଇଲାଇ । ବିସ୍ବାସିମନ୍କେ ବନ୍ଦିକରି ନେଲାଇ ।
35 As mulheres receberam pela ressurreição os seus mortos; uns foram torturados, não aceitando o seu livramento, para alcançarem uma melhor ressurreição;
36 କେତେ ଲକ୍କେ କିଜାଇଲାଇ, କର୍ଡା ମାରାଇଲାଇ, ବିନ୍ ଲକ୍ମନ୍କେ ବାନ୍ଦିକରି ଜଇଲେ ପୁରାଇଲାଇ,
36 e outros experimentaram escárnios e açoites, e ainda cadeias e prisões.
37 ବିନ୍ ଲକ୍ମନ୍କେ ପାକ୍ନା ମାରାଇ ମରାଇଲାଇ, । ଦୁଇପଡାକରି କାଟାଇଲାଇ, କାଣ୍ଡା ସଙ୍ଗ୍ ମାରାଇଲାଇ । କେତେକ୍ ଲକ୍ ତାକର୍ ବିସ୍ବାସ୍ ଚାଡତ୍ନାଇକେ ଅବ୍କା ଚେଲିମେଣ୍ଡା ଚାମ୍ସେ ଲୁଗାର୍ପାଇ ରଇଲା । ସେମନ୍ ବେସି ଅର୍କିତ୍ ରଇଲାଇ । ସେମନ୍କେ ସାଦ୍ବାନ୍ଦ୍ କରି ତାଡ୍ନା କଲାଇ ।
37 Foram apedrejados e tentados; foram serrados ao meio; morreram ao fio da espada; andaram vestidos de peles de ovelhas e de cabras, necessitados, aflitos e maltratados
38 ଏ ଜଗତର୍ କାରାପ୍ ଲକ୍ମନ୍, ସେ ଦରମ୍ ଲକ୍ମନର୍ ସଙ୍ଗ୍ ମିସ୍ବାକେ ସମାନ୍ ନ ରଇଲାଇ, ବିନ୍ ବିସ୍ବାସିମନ୍ ନିଜର୍ ଗର୍ଦୁଆର୍ ଚାଡି ଆଜିଜାଇରଇବା ଲକ୍ମନର୍ ପାରା ମରୁବାଲି ବୁଏଁ, ଆରି କୁପ୍ଲିତେଇ ରଇବା ପାଆରେ, ଆରି କଲେ ରଇଲାଇ ।
38 {dos quais o mundo não era digno}, errantes pelos desertos e montes, e pelas covas e cavernas da terra.
39 ତାକର୍ ବିସ୍ବାସର୍ ଲାଗି ସେମନ୍ ଡାକ୍ପୁଟା ଅଇଲାଇ । ଏଲେମିସା ପର୍ମେସର୍ କାତା ଦେଇରଇବାଟା ସେମନ୍ ମିଲାଅତ୍ ନାଇ ।
39 E todos estes, embora tendo recebido bom testemunho pela fé, contudo não alcançaram a promessa;
40 କାଇକେବଇଲେ ପର୍ମେସର୍ ଗଟେକ୍ ବେସି ନିକ ଜଜ୍ନା ଆମର୍ପାଇ ଟିକ୍ କଲାଆଚେ । ଆମେ ସେ ଲକ୍ମନର୍ ସଙ୍ଗ୍ ନ ମିସ୍ବାଜାକ, ସେ ସେମନ୍କେ କାତା ଦେଇରଇଲାଟା ସିଦ୍ ନ କରେ ।
40 visto que Deus provera alguma coisa melhor a nosso respeito, para que eles, sem nós, não fossem aperfeiçoados.
Atalhos do teclado
- Capítulo anterior←
- Próximo capítulo→
- Versículo anteriork
- Próximo versículoj
- Limpar seleçãoEsc
- Esta ajuda?
Estude este capítulo no WhatsApp
Peça à IA da Bíblia Fala para explicar Hebreus 11, comparar traduções ou montar um estudo — tudo direto pelo WhatsApp.