Hebreus 13
ସତିଅର୍ ବାଟ୍ (DSO) vs ARIB
1 କିରିସ୍ଟଟାନେ ମିସିବିଡି ରଇବା ବିସ୍ବାସି ବାଇବଇନି ପାରା ଆଲାଦ୍ କରାକରି ଅଇ ରୁଆ ।
1 Permaneça o amor fraternal.
2 ନ ଚିନ୍ଲା ଲକ୍ମନ୍କେ ମିସା ତମର୍ ଗର୍ମନ୍କେ ଡାକିନିଆ । କାଇକେବଇଲେ କେତେଲକ୍ ନାଜାନିକରି ସେନ୍ତାରି ଦୁତ୍ମନ୍କେ ଡାକିନେଲାଇ ।
2 Não vos esqueçais da hospitalidade, porque por ela alguns, sem o saberem, hospedaram anjos.
3 ବନ୍ଦି ଗରେ ରଇବା ଲକ୍ମନ୍କେ ତମେ ତାକର୍ ସଙ୍ଗ୍ ରଇଲାପାରା ଦୟା ଦେକାଆ । ଦୁକ୍କସ୍ଟ ଅଇରଇବା ଲକ୍ମନ୍କେ ନିଜେ ତାକର୍ପାରା ଦୁକ୍କସ୍ଟ ପାଇଲୁନି ବଲି ଏତାଆ ।
3 Lembrai-vos dos presos, como se estivésseis presos com eles, e dos maltratados, como sendo-o vós mesmos também no corpo.
4 ବିବା ଅଇବାଟା ସବୁଲକ୍ ନିକ ବଲି ମାନତ୍ । ସବୁ ମାଇଜିମନସ୍ ମନ୍ ଗଟେକ୍ ମାଇଜି ଆରି ଗଟେକ୍ ମନସ୍ ଅଇକରି ସତ୍ସଙ୍ଗ୍ ରଇବାର୍ଆଚେ । ଜନ୍ ଲକ୍ମନ୍ ବେସିଆ କାମ୍ କରି ରଇବାଇ, ସେମନ୍କେ ପର୍ମେସର୍ ଡଣ୍ଡ୍ ଦେଇସି ।
4 Honrado seja entre todos o matrimônio e o leito sem mácula; pois aos devassos e adúlteros, Deus os julgará.
5 ଡାବୁ ଆସା ଅଇକରି ତାର୍ପଚେ ପାଲାଆ ନାଇ । କାଇକେବଇଲେ ପର୍ମେସର୍ କଇଲାଆଚେ, “ମୁଇ ତମ୍କେ କେବେ ନ ପାସ୍ରି କି ନ ଚାଡି ।”
5 Seja a vossa vida isenta de ganância, contentando-vos com o que tendes; porque ele mesmo disse: Não te deixarei, nem te desampararei.
6 ତେବର୍ପାଇ ଆମେ ସାସ୍ ଦାରି କଇପାର୍ବୁ
6 De modo que com plena confiança digamos: O Senhor é quem me ajuda, não temerei; que me fará o homem?
7 ଜନ୍ ଲକ୍ମନ୍ ତମ୍କେ ମୁକିଅ ଇସାବେ ଡାକିନେଇ ପର୍ମେସରର୍ ବାକିଅ ସିକାଇତେରଇଲାଇ, ସେମନର୍ ବିସଇ ବାବିଦେକା । ସେମନ୍ କେନ୍ତି ଜିଇଲାଇ ଆରି ମଲାଇ ? ତମେ ତାର୍ ପାରା ବିସ୍ବାସ୍ କରା ।
7 Lembrai-vos dos vossos guias, os quais vos falaram a palavra de Deus, e, atentando para o êxito da sua carreira, imitai-lhes a fé.
8 କାଇକେବଇଲେ, ଜିସୁକିରିସ୍ଟ କେବେ ନ ବାଦ୍ଲେ । ସେ ଆଜିର୍ପାଇ, କାଲିକର୍ପାଇ, ଆରି ସବୁଦିନର୍ ପାଇ ସମାନ୍ ସେ ରଇସି ।
8 Jesus Cristo é o mesmo, ontem, e hoje, e eternamente.
9 ତେବର୍ପାଇ ଲକ୍ମନ୍ ତମ୍କେ ବିନ୍ ବିନ୍ ସିକିଆ ସୁନାଇକରି ସତ୍ବାଟେଅନି ବିନେ ନେବାକେ ରାଜି ଉଆନାଇ । କାଇକେବଇଲେ ପର୍ମେସର୍ ଜିବନ୍ ଦୁକାଇକରି ଦୟା ଦେକାଇଲାଟା ଆମର୍ ମନ୍କେ ଡାଟ୍ କର୍ସି । କାଦିର୍ ଲାଗି ରଇବା ନିୟମ୍ ମାନ୍ବାଟା ନଏଁ । ସେନ୍ତାରି ନିୟମ୍ ମାନ୍ବା ଲକ୍, ତେଇ ଅନି କାଇଟା ମିସା ପାଅତ୍ ନାଇ ।
9 Não vos deixeis levar por doutrinas várias e estranhas; porque bom é que o coração se fortifique com a graça, e não com alimentos, que não trouxeram proveito algum aos que com eles se preocuparam.
10 ଜିଉଦିମନର୍ ବେଦିଟାନେ ସେବା କର୍ବା ପୁଜାରିମନ୍ ତେଇ ସର୍ପି ଦେଇରଇବା କାଇଟା ମିସା କାଇବାର୍ ନଏଁ ।
10 Temos um altar, do qual não têm direito de comer os que servem ao tabernáculo.
11 ବଡ୍ ପୁଜାରି ପସୁମନର୍ ବନି ନେଇକରି, ପାପର୍ ବଲି ସର୍ପିଦେବାକେ ଅଦିକ୍ ସୁକଲ୍ ଜାଗାଇ ନେଇସି । ମାତର୍ ପଡିଜାଇରଇବା ପସୁମନର୍ ଗାଗଡ୍ ତୁମ୍ ଗର୍ ବାଇରେ ରଇସି ।
11 Porque os corpos dos animais, cujo sangue é trazido para dentro do santo lugar pelo sumo sacerdote como oferta pelo pecado, são queimados fora do arraial.
12 ସେଟାସେ ଜିସୁକେ ଅଇରଇଲା । କାଇକେବଇଲେ, ତାକେ ନଅରର୍ ବାଇରେ ଲକ୍ମନ୍ ମରାଇରଇଲାଇ । ଆରି ତାର୍ ବନି ଗୁଲାଇ ମୁନୁସ୍ ଜାତିର୍ ପାପ୍ ଦଇଦେଲା ।
12 Por isso também Jesus, para santificar o povo pelo seu próprio sangue, sofreu fora da porta.
13 ତେବର୍ପାଇ ନଅରର୍ ବାଇରେ ଜୁ । ଆରି ତାକେ ଆମେ ବିସ୍ବାସ୍ କଲାର୍ପାଇ, ଲକ୍ମନ୍ ଜେତ୍କି ନିନ୍ଦା କଲାଟା ଆମେ ମୁର୍ଚିକରି ରଉ ।
13 Saiamos pois a ele fora do arraial, levando o seu opróbrio.
14 କାଇକେ ବଇଲେ ଆମେ ସବୁଦିନ୍ ଏ ଜଗତେ ନ ରଉ । ମାତର୍ ଆଇବା ଦିନ୍ମନ୍କେ କେବେ ନ ସାର୍ବା ଦିନ୍ଜାକ ରଇବା ନଅରେ ରଇବୁ ବଲି ଆମେ ଜାଗିଆଚୁ ।
14 Porque não temos aqui cidade permanente, mas buscamos a vindoura.
15 ତେବେ ଆସା । ଜିସୁକିରିସ୍ଟକେ ଦେଇକରି ଆମେ ସବୁବେଲେ ପର୍ମେସର୍କେ ବଲି ସର୍ପି ଦେଇତେ ରଉ । ସେଟା ଆମର୍ ଟଣ୍ଡେଅନି ଆଇବା ଉପାସନା । ସେ ଆକା ମାପ୍ରୁ ବଲି ଆମେ କଉଁ ।
15 Por ele, pois, ofereçamos sempre a Deus sacrifício de louvor, isto é, o fruto dos lábios que confessam o seu nome.
16 ନିକ କାମ୍ କର୍ବାକେ ପାସ୍ରା ନାଇ । ଗଟେକ୍ ଲକ୍ ଆରି ଗଟେକ୍ ଲକ୍କେ ସାଇଜ କରା । କାଇକେବଇଲେ, ଏନ୍ତାରି ରଇବା ଚଲାଚଲ୍ତି ପର୍ମେସର୍କେ ସାର୍ଦା କରାଇବା ଗଟେକ୍ ବଲି ।
16 Mas não vos esqueçais de fazer o bem e de repartir com outros, porque com tais sacrifícios Deus se agrada.
17 ତମର୍ ମୁକିଅ ଲକ୍ମନର୍ କାତା ମାନିକରି ଆଦେସ୍ ଦେଲାଟା କରା । ସେମନ୍ ଜାଗୁଆଲ୍ମନର୍ ପାରା ନ ତାକିକରି ତମର୍ ଆତ୍ମାମନ୍କେ ଜତନ୍ କଲାନି । କାଇକେବଇଲେ ସେମନ୍କେ ତାକର୍ କରିରଇବା କାମ୍ ପର୍ମେସର୍ କେ ଇସାବ୍ ଦେବାକେ ପଡ୍ସି । ତମେ ଜଦି ତାକର୍ କାତା ମାନ୍ସା, ସେମନ୍ ସାର୍ଦା ସଙ୍ଗ୍ ସେବା କାମ୍ କର୍ବାଇ । ତମେ ତାକର୍ କାତା ନ ମାନ୍ଲେ, ସେମନ୍ ଦୁକ୍ ଅଇବାଇ । ତେବେ ତମ୍କେ କାଇ ସାଇଜ ନଏଁ ।
17 Obedecei a vossos guias, sendo-lhes submissos; porque velam por vossas almas como quem há de prestar contas delas; para que o façam com alegria e não gemendo, porque isso não vos seria útil.
18 ଆମର୍ ପାଇ ପାର୍ତନା କର୍ତେରୁଆ । ଆମର୍ ବିବେକ୍ ଆମେ କରିରଇବା କାମ୍ ସତ୍ ବଲି ସାକିଦେଲାନି ।
18 Orai por nós, porque estamos persuadidos de que temos boa consciência, sendo desejosos de, em tudo, portar-nos corretamente.
19 ମର୍ପାଇ ମିସା ପାର୍ତନା କରା । ଜେନ୍ତାରି କି ପର୍ମେସର୍ ଦାପ୍ରେ ମକେ ତମର୍ଲଗେ ପାଟାଇସି ।
19 E com instância vos exorto a que o façais, para que eu mais depressa vos seja restituído.
20 ଆମର୍ ମାପ୍ରୁ ଜିସୁକେ ପର୍ମେସର୍ ମଲାତେଇଅନି ଉଟାଇଲା । ସେ ଗଟେକ୍ ଗଉଡ୍ପାରା ଆମ୍କେ ଜାଗିରଇସି । ଆମେ ପର୍ମେସର୍ ସଙ୍ଗ୍ ସବୁଦିନର୍ପାଇ ଗଟେକ୍ ଅଇବାଟାକେ ତାର୍ ବନି ଜରାଇଲା ।
20 Ora, o Deus de paz, que pelo sangue do pacto eterno tornou a trazer dentre os mortos a nosso Senhor Jesus, grande pastor das ovelhas,
21 ଜିସୁକିରିସ୍ଟର୍ ଲାଗି ସାନ୍ତି ଦେବା ପର୍ମେସର୍ ତମ୍କେ ସବୁ ରକାମର୍ ସାଇଜ ଦେଅ । ଜେନ୍ତାରି କି ସେ ମନ୍ କଲାଟା ତମେ ପୁରାପୁରୁନ୍ କର୍ସା । ଆମେ କର୍ବା କାମ୍ ତାକେ ସାର୍ଦା ଦେଅ । ଜିସୁକିରିସ୍ଟକେ ଆମେ ନ ସାର୍ବା ଦିନ୍ଜାକ ଡାକ୍ପୁଟା ଦେଉଁ ।
21 vos aperfeiçoe em toda boa obra, para fazerdes a sua vontade, operando em nós o que perante ele é agradável, por meio de Jesus Cristo, ao qual seja glória para todo o sempre. Amém.
22 ଏ ମର୍ ବାଇବଇନିମନ୍, ମୁଇଁ ତମ୍କେ ବାବୁଜିଆ କଲିନି, ମୁଇ ତମ୍କେ କଇଲା ଏ ସବୁ କାତା ମୁର୍ଚିକରି ସୁନା । କାଇକେବଇଲେ, ଏ ଚିଟି ବେସି ଡେଙ୍ଗ୍ ନାଇ ।
22 Rogo-vos, porém, irmãos, que suporteis estas palavras de exortação, pois vos escrevi em poucas palavras.
23 ଆମର୍ ବାଇ ତିମତି ବନ୍ଦିଗରେ ଅନି ମୁକ୍ଲି ଆଚେବଲି ଜାନ୍ସା । ସେ ଜଦି ସେ ଦାପ୍ରେ ଆଇସି, ତେବେ ମର୍ସଙ୍ଗ୍ ତାକେ ଡାକିଆନ୍ବି ।
23 Sabei que o irmão Timóteo já está solto, com o qual, se ele vier brevemente, vos verei.
24 ତେଇ ରଇବା ତମର୍ ମୁକିଅ ଲକ୍ମନ୍କେ ଆରି ପର୍ମେସରର୍ ସବୁ ଲକ୍ମନ୍କେ ମର୍ ଜୁଆର୍ ଜାନାଇ ଦିଆସ୍ । ଇଟାଲିତେଇ ମର୍ ସଙ୍ଗ୍ ରଇବା ଆମର୍ ବାଇବନିମନ୍ ମିସା ଜୁଆର୍ ଜାନାଇଲାଇନି ।
24 Saudai a todos os vossos guias e a todos os santos. Os de Itália vos saúdam.
25 ପର୍ମେସର୍ ତମ୍କେ ସବୁଲକ୍କେ ତାର୍ ଜିବନ୍ ଦୁକାଇ ଦୟା ଦେକାଅ ।
25 A graça seja com todos vós.
Atalhos do teclado
- Capítulo anterior←
- Próximo capítulo→
- Versículo anteriork
- Próximo versículoj
- Limpar seleçãoEsc
- Esta ajuda?
Estude este capítulo no WhatsApp
Peça à IA da Bíblia Fala para explicar Hebreus 13, comparar traduções ou montar um estudo — tudo direto pelo WhatsApp.