Hebreus 4
ସତିଅର୍ ବାଟ୍ (DSO) vs VC
1 ପର୍ମେସର୍ ଆମ୍କେ କାତା ଦେଇରଇଲାଜେ, ସେ ଆମର୍ପାଇ ଗଟେକ୍ ପୁଣ୍ଡ୍ବା ଜାଗା ତିଆର୍ କଲାଆଚେ । ତେବର୍ ପାଇ ଆମେ ଜାଗରତ୍ ରଇବାକେ ପଡ୍ସି । ଜେନ୍ତିକି ଆମର୍ ବିତ୍ରେ ସେନ୍ତାରି କେ ନ ରଅତ୍, ଜେ କି ସେ ଜାଗାଇ ପୁରିନାପାରତ୍ ।
1 Enquanto, pois, subsiste a promessa de entrar no seu descanso, tenhamos cuidado em que ninguém de nós corra o risco de ser excluído.
2 କାଇକେବଇଲେ ଆମର୍ ଆନିଦାଦିମନର୍ପାରା ଆମେ ମିସା ସୁବ୍କବର୍ ସୁନିଆଚୁ । ମାତର୍ ସେମନ୍ ସେଟା ସୁନିକରି ମିସା ମାନତ୍ ନାଇ, କାଇକେବଇଲେ ସେଟା ସେମନ୍ ବିସ୍ବାସ୍ କରତ୍ ନାଇ ।
2 A boa nova nos foi trazida a nós, como o foi a eles. Mas a eles de nada aproveitou, porque caíram na descrença.
3 ଆମେ ଜେତ୍କି ଲକ୍ ବିସ୍ବାସ୍ କର୍ବୁ, ଆମେସେ ସେ ପୁଣ୍ଡ୍ବା ଜାଗାଇ ପୁର୍ବୁ । କାଇକେବଇଲେ ତାକର୍ ବିସଇନେଇ ପର୍ମେସର୍ କଇଲାଆଚେ,
3 Nós, porém, se tivermos fé, haveremos de entrar no descanso. Ele disse: Eu jurei na minha ira: não entrarão no lugar do meu descanso. Ora, as obras de Deus estão concluídas desde a criação do mundo;
4 କାଇକେବଇଲେ ଆଟର୍ ସାରାସାରି ଦିନର୍ ବିସଇ ସାସ୍ତରେ ଏନ୍ତାରି ଲେକାଅଇଲାଆଚେ, “ପର୍ମେସର୍ ସବୁଜାକ କାମ୍ସାରାଇ କରି ଆଟର୍ ସାରାସାରି ଦିନେ, ଅଲପ୍ ପୁଣ୍ଡ୍ଲା ।”
4 pois, em certa passagem, falou do sétimo dia o seguinte: E, terminado o seu trabalho, descansou Deus no sétimo dia {Gn 2,2}.
5 ଆରି ଏ ବିସଇ ବିନ୍ଟାନେ ଲେକାଅଇଆଚେ । “ସେମନ୍ ମର୍ ପୁଣ୍ଡ୍ବା ଜାଗାଇ କେବେ ମିସା ପୁରିନାପାରତ୍ ।”
5 Se, pois, ele repete: Não entrarão no lugar do meu descanso,
6 ପର୍ତମେ ଜେତ୍କିଲକ୍ ସୁବ୍କବର୍ ସୁନିରଇଲାଇ, ନିଜେ ବିସ୍ବାସ୍ କରତ୍ ନାଇ ଆରି ସେମନ୍ ସେ ପୁଣ୍ଡ୍ବା ଜାଗା ପାଅତ୍ ନାଇ । ତାର୍ପଚେ ପର୍ମେସର୍ ବିନ୍ ଲକ୍ମନ୍ ପୁର୍ବାକେ ଆଦେସ୍ ଦେଲା ।
6 é sinal de que outros são chamados a entrar nele. E como aqueles a quem primeiro foi anunciada a promessa não entraram por não ter tido a fé,
7 ଲକ୍ମନ୍ ତେଇ ପୁର୍ବାକେ ପର୍ମେସର୍ ଆରି ଗଟେକ୍ ବେଲା ବାଚ୍ଲା । ସେ ବେଲା ଅଇଲାନି ଆଜି । ବେସି ବରସ୍ ପଚେ ପର୍ମେସର୍ ମୁଇ କଇଲା ବିସଇ ଦାଉଦର୍ ସାସ୍ତରେ ଲେକାଅଇରଇଲା,
7 Deus, após muitos anos, por meio de Davi, estabelece um novo dia, um hoje, ao pronunciar as palavras mencionadas: Hoje, se ouvirdes a sua voz, não endureçais os vossos corações.
8 ଆମେ ଏ ବିସଇ ମିସା ଜାନିଆଚୁ ଜେ, ପର୍ମେସର୍ ଜନ୍ ବିସ୍ରାମ୍ ଜାଗାର୍ ପାଇ ସପତ୍ କରିରଇଲା, ସେ ଜାଗା ଜିଅସୁଆ ଆମର୍ ଆନିଦାଦିମନ୍କେ ଡାକି ନେଇ ରଇବା ଜାଗା ନଏଁ । ଜଦି ସେ ଜାଗା ସେଟା ଅଇରଇତା, ତେବେ ପର୍ମେସର୍ ଆରି ଗଟେକ୍ ପୁଣ୍ଡ୍ବା ଦିନର୍ କାତା ନ କଇତା ।
8 Se Josué lhes houvesse dado repouso, não teria depois disso falado dum outro dia.
9 ସେଟାର୍ପାଇ ଏଟା ସତ୍ ଆକା । ଆଟର୍ ସାରାସାରି ଦିନେ ପର୍ମେସର୍ ପୁଣ୍ଡ୍ଲାପାରା ତାକର୍ ଲକ୍ମନର୍ ପାଇ ଗଟେକ୍ ପୁଣ୍ଡ୍ବା ବେଲା ସଙ୍ଗଇଆଚେ ।
9 Por isso, resta um repouso sabático para o povo de Deus.
10 କାଇକେବଇଲେ ପର୍ମେସର୍ ସପତ୍ କରିରଇବା ବିସ୍ରାମେ ଜେତ୍କିଲକ୍ ପୁର୍ବାଇ, ସେ ବିସ୍ରାମ୍ କଲାପାରା, ତାକର୍ କାମେଅନି ବିସ୍ରାମ୍ କର୍ବାଇ ।
10 E quem entrar nesse repouso descansará das suas obras, assim como descansou Deus das suas.
11 ସେଟାର୍ପାଇ ଆମେ ସବୁଲକ୍ ମନ୍ ଦିଆନ୍ ଦେଇକରି, ସେ ବିସ୍ରାମ୍ ଜାଗାଇ ପୁର୍ବାକେ ଚେସ୍ଟା କରୁ । ଆମର୍ ଆନିଦାଦିମନର୍ପାରା ନ ଅଇବାକେ ଆମେ ଜାଗ୍ରତ୍ ରଉଁ । ପର୍ମେସର୍ କଇଲାଟା ବିସ୍ବାସ୍ ନ କଲାର୍ପାଇ, ସେମନ୍ ସେଜାଗାଇ ପୁରି ନାପାର୍ଲାଇ ।
11 Assim, apressemo-nos a entrar neste descanso para não cairmos por nossa vez na mesma incredulidade.
12 ପର୍ମେସରର୍ ବାକିଅ ଜିବନ୍ରଇବାଟା ଆରି ବେସି ବପୁରଇ ଦୁଇବାଟେ ଦାର୍ରଇବା ଗଟେକ୍ ଲାଗନ୍ କାଣ୍ଡା ପାରା । ସେଟା ଆଡର୍ ଗଁଟି ଆରି ଆଡ୍ ବିତ୍ରେ ରଇବାଟା କାଟ୍ସି । ଗଟେକ୍ ଲକର୍ ମନ୍ ବିତ୍ରେ ରଇବା ସବୁ ବିସଇ ବିଚାର୍ କରିପାର୍ସି । ମନ୍ ବିତ୍ରେ ଲୁଚିରଇବା ସବୁ ବିସଇ ମିସା ।
12 Porque a palavra de Deus é viva, eficaz, mais penetrante do que uma espada de dois gumes e atinge até a divisão da alma e do corpo, das juntas e medulas, e discerne os pensamentos e intenções do coração.
13 ପର୍ମେସର୍ଟାନେ କାଇ ବିସଇ ମିସା ଲୁଚିକରି ନ ରଏ । ତାର୍ ଆଁକିଟାନେ ସବୁ ବିସଇ ଉଗାଡି ଅଇରଇଲାପାରା ଆଚେ । କାଇକେବଇଲେ ସେ ସବୁ ବିସଇ, ଗଟେକ୍ ନ ଚାଡିକରି, ସବୁ ଜାନେ । ଆରି ତାର୍ ଲଗେ ଆମେ ଆମର୍ ନିଜର୍ ବିସଇର୍ ଇସାବ୍ ଦେବାର୍ ଆଚେ ।
13 Nenhuma criatura lhe é invisível. Tudo é nu e descoberto aos olhos daquele a quem havemos de prestar contas.
14 ଜିସୁ ପର୍ମେସରର୍ ପଅ ଅଇଲାକେ, ସେ ଆମର୍ ମନେ ଜନ୍ ବଡ୍ ପୁଜାରି ବଲି ବିସ୍ବାସ୍ କରି ଦାରିକରି ଆଚୁ, ସେଟା ଡାଟ୍ କର୍ବୁ ।
14 Temos, portanto, um grande Sumo Sacerdote que penetrou nos céus, Jesus, Filho de Deus. Conservemos firme a nossa fé.
15 ସେ ଆମର୍ ବାଦୁଲେ ବଡ୍ ପୁଜାରିଅଇ ପର୍ମେସରର୍ ମୁଆଟେ ଗାଲାଆଚେ । ଆରି ଜେତ୍କି ରକାମ୍ ପରିକା, ଜେତେକ୍ କସ୍ଟ ଆମେ ପାଇଲୁନି, ସେଟା ଆମର୍ ବଡ୍ ପୁଜାରି ସବୁବେଲେ ଆମର୍ ସଙ୍ଗ୍ ମିସିକରି କଲାନି । କାଇକେବଇଲେ ଜେତ୍କି ସବୁ ଆମେ କଲୁନି, ସେଟା ସବୁଜାକ ସେ ମିସା କଲା । ମାତର୍ ସେ କେଡେବେଲେ ମିସା ପାପ୍ କରେ ନାଇ ।
15 Porque não temos nele um pontífice incapaz de compadecer-se das nossas fraquezas. Ao contrário, passou pelas mesmas provações que nós, com exceção do pecado.
16 ତେବର୍ପାଇ ତମେ ସାଆସ୍ ସଙ୍ଗ୍ ପର୍ମେସରର୍ ଟାନେ ଜାଇଅଇସି, ଜଦି ଆମେ ମାଙ୍ଗ୍ଲେ ସେ ଜିବନ୍ ଦୁକାଇ ଆମ୍କେ ଦୟା କର୍ସି ଆରି ସାଇଜ ଦର୍କାର୍ ରଇବାବେଲେ, ଆମ୍କେ ସାଇଜ କର୍ସି ।
16 Aproximemo-nos, pois, confiadamente do trono da graça, a fim de alcançar misericórdia e achar a graça de um auxílio oportuno.
Atalhos do teclado
- Capítulo anterior←
- Próximo capítulo→
- Versículo anteriork
- Próximo versículoj
- Limpar seleçãoEsc
- Esta ajuda?
Estude este capítulo no WhatsApp
Peça à IA da Bíblia Fala para explicar Hebreus 4, comparar traduções ou montar um estudo — tudo direto pelo WhatsApp.