Judas 1
ସତିଅର୍ ବାଟ୍ (DSO) vs ACF
1 ମୁଇ ଜିଉଦା । ଜିସୁ କିରିସ୍ଟର୍ ଗଟେକ୍ ଗତିଦାଙ୍ଗ୍ଡା ଆରି ଜାକୁବର୍ ବାଇ । ଜନ୍ ଲକ୍ମନ୍କେ ପର୍ମେସର୍ ବାଚ୍ଲାଆଚେ, ସେମନର୍ପାଇ ମୁଇ ଏ ଚିଟି ଲେକ୍ଲିନି । ବାବା ପର୍ମେସର୍ ତମ୍କେ ଆଲାଦ୍ କଲାନି । ଆରି ତମ୍କେ ଜିସୁକିରିସ୍ଟ ଦେକାରକା କର୍ବାକେ ସଙ୍ଗଇଆଚେ ।
1 Judas, servo de Jesus Cristo, e irmão de Tiago, aos chamados, santificados em Deus Pai, e conservados por Jesus Cristo:
2 ପର୍ମେସର୍ ତମ୍କେ ଦୟା ଦେକାଅ, ତାର୍ ସାନ୍ତି ଆରି ଆଲାଦ୍ ତମ୍କେ ଜବର୍ ଅଇତେ ମିଲ ।
2 Misericórdia, e paz, e amor vos sejam multiplicados.
3 ଏ ମର୍ ଆଲାଦର୍ ମଇତର୍ମନ୍, ଆମେ ପାଇରଇବା ମୁକ୍ତିର୍ ବିସଇ ତମ୍କେ ଲେକ୍ବି ବଲି ମନ୍ କଲିନି ମିସା, ସତ୍ ବିସଇର୍ପାଇ ଟିଆ ଅଇବାକେ ତମ୍କେ ସାର୍ଦା କରାଇବି ବଲି ମନ୍କଲି । ତାର୍ ସୁକଲ୍ ଲକ୍ମନର୍ପାଇ ପର୍ମେସର୍ ଏ ସତ୍ ସିକିଆ ଗଟେକ୍ ବେଲେ ସବୁଲକର୍ପାଇ ଦେଲାଆଚେ ।
3 Amados, procurando eu escrever-vos com toda a diligência acerca da salvação comum, tive por necessidade escrever-vos, e exortar-vos a batalhar pela fé que uma vez foi dada aos santos.
4 କାଇକେବଇଲେ ବିସ୍ବାସି ବଲି କେତେକ୍ ନାଡାଇବା ଲକ୍ କେ ନାଜାନ୍ତେ ପୁରିଆଚତ୍ । ଏ ଲକ୍ମନ୍ ପାଇବା ଡଣ୍ଡ୍ ଆଗର୍ କାଲେଅନି ସାସ୍ତରେ ଲେକାଅଇଆଚେ । ଏ ଲକ୍ମନ୍ ପର୍ମେସରର୍ ଅଦିକାର୍ ନାମତ୍ନାଇ । ଆମର୍ ପର୍ମେସର୍ ଦରମ୍ଟା ବଲି ଲକ୍ମନ୍ ଜେନ୍ତାର୍ ସେନ୍ତାର୍ ବେସିଆ କାମ୍ କଲେମିସା କାଇଟା ନଏଁ ବଲି କଇଲାଇନି । ମାପ୍ରୁ ଜିସୁକିରିସ୍ଟସେ ଆମର୍ ମାଲିକ୍ ବଲି ସେମନ୍ ନାମତ୍ନାଇ ।
4 Porque se introduziram alguns, que já antes estavam escritos para este mesmo juízo, homens ímpios, que convertem em dissolução a graça de Deus, e negam a Deus, único dominador e Senhor nosso, Jesus Cristo.
5 ଏ ସବୁ ବିସଇ ତମେ ଜାନିରଇଲେ ମିସା ମାପ୍ରୁ ଇସ୍ରାଏଲର୍ ଲକ୍ମନ୍କେ ମିସର୍ ଦେସେଅନି ମୁକ୍ଲାଇକରି ଆନ୍ଲା ବିସଇ ତମ୍କେ ଏତାଇଦେବାକେ ମୁଇ ମନ୍ କଲିନି । ମାତର୍ ପଚେ ଜେତ୍କି ଲକ୍ ବିସ୍ବାସ୍ କରତ୍ନାଇ, ସେମନ୍କେ ସବୁକେ କୁରୁପ୍ନାସ୍ କଲା ।
5 Mas quero lembrar-vos, como a quem já uma vez soube isto, que, havendo o Senhor salvo um povo, tirando-o da terra do Egito, destruiu depois os que não creram;
6 ସେତ୍କିସେ ନଏଁ ସେ ଦୁତ୍ମନ୍କେ ମିସା ଡଣ୍ଡ୍ ଦେଇରଇଲା । ପର୍ମେସର୍ ସେମନ୍କେ ଜେତ୍କି ଅଦିକାର୍ ସର୍ପି ଦେଇରଇଲା, ସେମନ୍ ତାର୍ତେଇଅନି ଅଦିକ୍ ନେଲାଇ । ଆରି ତାକର୍ ଦେଇରଇବା ଜାଗା ଚାଡ୍ଲାଇ । ସେ ସେମନ୍କେ ବିଚାର୍ କର୍ବା ଦିନ୍ ଜାକ, ଗଟେକ୍ ଆନ୍ଦାରର୍ ଜାଗାଇ, କେ ବାଙ୍ଗାଇ ନାପାର୍ଲା ପାରା, ସିକ୍ଲି ସଙ୍ଗ୍ ବାନ୍ଦିଆଚେ ।
6 E aos anjos que não guardaram o seu principado, mas deixaram a sua própria habitação, reservou na escuridão e em prisões eternas até ao juízo daquele grande dia;
7 ସଦମ୍ ଗମ୍ରା ଆରି ତାର୍ ଚାରିବେଟ୍ତି ରଇବା ନଅର୍ମନର୍ ବିସଇ ଏତାଇଦେକା । ନ ଲିବ୍ବା ଜଇଟାନେ ଡଣ୍ଡ୍ ଇସାବେ ସେମନ୍ ଜେତ୍କି ଦୁକ୍ କସ୍ଟ ପାଇଲାଇ, ସେଟା ସବୁଲକର୍ପାଇ ଗଟେକ୍ ଜାଗ୍ରତ୍ ଅଇରଇବା ବିସଇ । ସେମନ୍ ଅବ୍କା ପାଦ୍ରା ପାଦ୍ରି କାମ୍ସେ କରତ୍ନାଇ ମାତର୍ ମନସ୍ ମନସ୍ ବିତ୍ରେ ମାଇଜି ମାଇଜି ବିତ୍ରେ ବେସିଆ କାମ୍ କର୍ତେ ରଇଲାଇ ।
7 Assim como Sodoma e Gomorra, e as cidades circunvizinhas, que, havendo-se entregue à fornicação como aqueles, e ido após outra carne, foram postas por exemplo, sofrendo a pena do fogo eterno.
8 ସେନ୍ତାରିସେ ଏ ଲକ୍ମନ୍ ନିଜେ ଦର୍ସନ୍ ପାଇକରି ମିସା ପାଦ୍ରା ପାଦ୍ରି କାମ୍ କରି ନିଜର୍ ଗାଗଡ୍ ଅସୁକଲ୍ କଲାଇନି । ମାପ୍ରୁର୍ ଅଦିକାର୍ ସେମନ୍ ଗିନ୍ କରି ସର୍ଗେ ରଇବାଟାମନ୍କେ ନିନ୍ଦା କଲାଇନି ।
8 E, contudo, também estes, semelhantemente adormecidos, contaminam a sua carne, e rejeitam a dominação, e vituperam as dignidades.
9 ମୁକିଅ ଦୁତ୍ ମିକାଏଲ୍ ମିସା ମସାର୍ ମଲା ଗାଗଡ୍ ନେଇକରି ତପ୍ବାକେ କାର୍ ଅଦିକାର୍ ଆଚେ ବଲିକରି ସଇତାନର୍ ସଙ୍ଗ୍ ଦଦାପେଲା କର୍ତେରଇଲା । ସେଡ୍କିବେଲେ ପର୍ମେସରର୍ ଜାଗାଇ ରଇ, ସଇତାନ୍କେ ବିଚାର୍ କର୍ବା ଅଦିକାର୍ ନେବାକେ ସେ ସାଆସ୍ କରେନାଇ । ତାର୍ ବାଦୁଲେ ମାପ୍ରୁ ତକେ ଡଣ୍ଡ୍ ଦେଇସି ବଲି କଇଲା ।
9 Mas o arcanjo Miguel, quando contendia com o diabo, e disputava a respeito do corpo de Moisés, não ousou pronunciar juízo de maldição contra ele; mas disse: O Senhor te repreenda.
10 ଏଲେମିସା ଏ ଲକ୍ମନ୍ ନ ବୁଜ୍ବା ବିସଇ ନେଇ ନିନ୍ଦା କାତା କଲାଇନି । ସେମନ୍ ଜେତ୍କି ବିସଇ ବୁଜ୍ଲାଇନି, ସେଟା ସେମନ୍କେ ଅଦିକ୍ ବାବ୍ବାକେ ନ ପଡେ । ଜେନ୍ତାରି, କି ପସୁମନ୍ କାଇ ବିସଇ ନ ବାବତ୍ । ଏ ସମାନ୍ ବିସଇ ଆକା ସେମନ୍କେ କୁରୁପ୍ନାସ୍ କର୍ସି ।
10 Estes, porém, dizem mal do que não sabem; e, naquilo que naturalmente conhecem, como animais irracionais se corrompem.
11 ସେମନ୍ କେତେକ୍ ଡଣ୍ଡ୍ ପାଇବା ଲକ୍ ସେମନ୍ କଇନର୍ ବାଟ୍ ଦାର୍ଲାଇ ଆଚତ୍ । ବିଲିଆମ୍ ପାପ୍ କଲାପାରା ସାର୍ଦା ସଙ୍ଗ୍ ପାପ୍ କଲାଇଆଚତ୍ । କରା ବିରଦ୍ କଲାପାରା ସେମନ୍ ବିରଦ୍ କରି କୁରୁପ୍ନାସ୍ ଅଇବାଇ ।
11 Ai deles! porque entraram pelo caminho de Caim, e foram levados pelo engano do prêmio de Balaão, e pereceram na contradição de Coré.
12 ତମେ ଗଟେକ୍ତେଇ ରୁଣ୍ଡିକରି ମିସି କାଇଲାବେଲେ, ତମର୍ ସଙ୍ଗ୍ ସେମନ୍ ଲାଜ୍ ଲାଗ୍ବା କାମ୍ କଲେ ମିସା ସେମନ୍ ତମର୍ ମୁଆଟେ ଲାଜ୍ ନ ଅଇକରି ସାଆସ୍ ସଙ୍ଗ୍ କାଇଲାଇନି । ମେଣ୍ଡାମନ୍କେ ନ ଚାରାଇ ନିଜେ ଚାରାଇଅଇଲା ଗଉଡ୍ ପାରା ଅଇଲାଇନି । ପବନ୍ ଆଇଲେ ଉଡାଇନେବା ପାନି ନ ମାର୍ବା ବାଦଲ୍ପାରା ଏମନ୍ ଆଚତ୍ । ପଲ୍ ଦେବା ବେଲାଇ କାଇପଲ୍ ନ ରଇବା ଗଚ୍ ଜେନ୍ତାରି ଉପାଡିକରି ସୁକ୍ବାକେ ଚାଡ୍ଲାପାରା, ସେନ୍ତାରି ଅଇ ସେମନ୍ ଆଚତ୍ ।
12 Estes são manchas em vossas festas de amor, banqueteando-se convosco, e apascentando-se a si mesmos sem temor; são nuvens sem água, levadas pelos ventos de uma para outra parte; são como árvores murchas, infrutíferas, duas vezes mortas, desarraigadas;
13 ସେମନ୍ ସମ୍ଦୁରର୍ ଲଅଡି ଜେନ୍ତି ପେପୁଲ୍ ବାର୍କର୍ସି, ସେ ପେପୁଲ୍ପାରା ତାକର୍ ଲାଜର୍ ଚଲାଚଲ୍ତି ଡିସ୍ସି । ଆକାସର୍ କେତେକ୍ କେତେକ୍ ତାରାମନ୍ ଜେନ୍ତି ତାକର୍ ପାଇ ରଇବା ଜାଗାଇ ନ କିନ୍ଦ୍ରିକରି ବିନ୍ବାଟେ ବୁଲ୍ତେରଇବାଇ, ସେମନ୍ ସମାନ୍ ସେନ୍ତାରିସେ । ପର୍ମେସର୍ ସେମନର୍ପାଇ ଗଟେକ୍ ବଡ୍ ଗଇରି ରଇବା ଆନ୍ଦାରର୍ ଜାଗା ସଙ୍ଗଇଆଚେ । ଜନ୍ତିକି ସେମନ୍ ସବୁଦିନର୍ପାଇ ରଇବାଇ ।
13 Ondas impetuosas do mar, que escumam as suas mesmas abominações; estrelas errantes, para os quais está eternamente reservada a negrura das trevas.
14 ଅନକର୍ ବିସଇ ବାବିଦେକା । ସେ ଆଦମର୍ଟାନେ ଅନି ଆଇବା ସାତ୍ ଲମର୍ ନାତିତିତି । ଏନ୍ତାରିଲକ୍ମନର୍ ବିସଇନେଇ ସେ ବବିସତ୍ବକ୍ତା ଏନ୍ତାରି କଇଲା, ଦେକା ମାପ୍ରୁ ତାର୍ ଅଜାର୍ ଅଜାର୍ ସୁକଲ୍ ଦୁତ୍ମନର୍ ସଙ୍ଗ୍ ଆଇସି ।
14 E destes profetizou também Enoque, o sétimo depois de Adão, dizendo: Eis que é vindo o Senhor com milhares de seus santos;
15 ସେ ସବୁଲକ୍କେ ବିଚାର୍ କର୍ସି । ଆରି ଜେତ୍କି ଲକ୍ ତାକେ ନାମତ୍ନାଇ, ସେମନ୍ ସବୁଲକ୍କେ ଦସି କର୍ସି । ସେମନ୍ କରିରଇବା ସବୁ କାରାପ୍ କାମର୍ ଲାଗି ମିସା ଦସିଅଇବାଇ ।
15 Para fazer juízo contra todos e condenar dentre eles todos os ímpios, por todas as suas obras de impiedade, que impiamente cometeram, e por todas as duras palavras que ímpios pecadores disseram contra ele.
16 ଏ ଲକ୍ମନ୍ ମୁର୍ମୁରା ଅଇକରି ବିନ୍ ଲକ୍ମନ୍କେ ନିନ୍ଦା କର୍ବାଇ । ନିଜର୍ କାରାପ୍ ମନ୍ କଲାଟା ପୁରାପୁରୁନ୍ କର୍ବାକେ ମନ୍ କର୍ବାଇ, ନିଜର୍ ବିସଇନେଇ ବଡ୍ପନ୍ ଅଇବାଇ ଆରି ନିଜର୍ ଲାବ୍ ପାଇବାକେ ବିନ୍ଲକ୍କେ ନିକ କାତା କଇ ସୁତ୍ରାଇବାଇ ।
16 Estes são murmuradores, queixosos da sua sorte, andando segundo as suas concupiscências, e cuja boca diz coisas mui arrogantes, admirando as pessoas por causa do interesse.
17 ମାତର୍ ଏ ମର୍ ଆଲାଦର୍ ମଇତର୍ମନ୍, ଆମର୍ ମାପ୍ରୁ ଜିସୁ କିରିସ୍ଟର୍ ପେରିତ୍ ସିସ୍ମନ୍ କାଇଟା ଅଇସି ବଲି କଇଲାଟା ତମର୍ ମନେ ରଅ ।
17 Mas vós, amados, lembrai-vos das palavras que vos foram preditas pelos apóstolos de nosso Senhor Jesus Cristo;
18 “ସାରାସାରି ଦିନ୍ ମନ୍କେ ମାପ୍ରୁକେ କିଜାଇକରି ନିଜର୍ କାରାପ୍ ମନ୍ କଲାଟା ପୁରାପୁରୁନ୍ କର୍ବାକେ ମନ୍ କର୍ବା ଲକ୍ମନ୍ ରଇବାଇ ।” ସେମନ୍ ତମ୍କେ ଏନ୍ତି କଇରଇଲାଇ ।
18 Os quais vos diziam que nos últimos tempos haveria escarnecedores que andariam segundo as suas ímpias concupiscências.
19 ଏନ୍ତାରି ସେମନ୍ ଲକ୍ମନ୍କେ ବେଗ୍ଲାଇବାଇ, ନିଜର୍ କାରାପ୍ ମନ୍ କଲାଟା ପୁରାପୁରୁନ୍ କର୍ବାକେ ମନ୍ କର୍ବାଇ । ସେମନ୍ ସୁକଲ୍ଆତ୍ମା ପାଅତ୍ନାଇ ।
19 Estes são os que a si mesmos se separam, sensuais, que não têm o Espírito.
20 ମାତର୍ ତମେ ମର୍ ଆଲାଦର୍ ମଇତର୍ମନ୍, ଆମର୍ ବେସି ସୁକଲ୍ ରଇବା ବିସ୍ବାସେ ନିଜେ ଡାଟ୍ ଅଇତେରୁଆ । ସୁକଲ୍ଆତ୍ମାର୍ ସାଇଜ ନେଇ ପାର୍ତନା କର୍ତେରୁଆ ।
20 Mas vós, amados, edificando-vos a vós mesmos sobre a vossa santíssima fé, orando no Espírito Santo,
21 ମାପ୍ରୁ ଜିସୁକିରିସ୍ଟ ବାଉଡି ଆଇବା ଦିନ୍କେ ଜାଗ୍ତେରୁଆ ଆରି ପର୍ମେସରର୍ ଆଲାଦେ ବଡିଆସା । ସେନ୍ତାର୍ଆଲେ ତମେ ତାର୍ସଙ୍ଗ୍ କାଲ୍କାଲ୍ ଜୁଗ୍ଜୁଗ୍ ରଇସା । କାଇକେବଇଲେ ସେ ଆମ୍କେ ଦୟା ଦେକାଇଲା ଆଚେ ।
21 Conservai-vos a vós mesmos no amor de Deus, esperando a misericórdia de nosso Senhor Jesus Cristo para a vida eterna.
22 ଦୁଇମନିଆ ଅଇବା ଲକ୍ମନ୍କେ ଦୟା ଦେକାଆ ।
22 E apiedai-vos de alguns, usando de discernimento;
23 କେବେ ନ ଲିବ୍ବା ଜଇଟାନେଅନି ଚାଡାଇକରି ସେମନ୍କେ ରକିଆ କରା । ଡରିକରି ପାପ୍କର୍ବା ଲକ୍ମନ୍କେ ଦୟା ଦେକାଆ । ମାତର୍ ତାକର୍ ପାପ୍କାମେ ମୁର୍କି ରଇବା ବସ୍ତର୍ ମିସା ଗିନ୍ କରା ।
23 E salvai alguns com temor, arrebatando-os do fogo, odiando até a túnica manchada da carne.
24 ତମେ ଜେନ୍ତାରିକି ନ ଅଦର୍ତେ, ପର୍ମେସର୍ ତମ୍କେ ଦେକାରକା କର୍ସି । ସେ ଅଇଲାନି ମଇମା ପାଇବା ପର୍ମେସର୍ । କାଇ ଦସ୍ ନ ଦାରି ସାର୍ଦାସଙ୍ଗ୍ ତମ୍କେ ତାର୍ ମୁଆଟେ ଟିଆକରାଇବାକେ ତାର୍ ବପୁଆଚେ ।
24 Ora, àquele que é poderoso para vos guardar de tropeçar, e apresentar-vos irrepreensíveis, com alegria, perante a sua glória,
25 ଆମର୍ ମାପ୍ରୁ ଜିସୁକିରିସ୍ଟର୍ ଲାଗି ସେ ଗଟେକ୍ ସେ ପର୍ମେସର୍, ଜେ କି ଆମ୍କେ ରକିଆ କଲାଆଚେ । ସବୁ ଡାକ୍ପୁଟା, ମଇମା, ବପୁ ଆରି ସାସନ୍ କାଇଟା ନ ଅଇତେ ତାର୍ଟାସେ ରଇଲା, ଏବେ ତାର୍ଟାସେ ଆଚେ ଆରି କାଲ୍ କାଲ୍ ଜୁଗ୍ ଜୁଗ୍ ତାର୍ଟାସେ ରଇସି । ଆମେନ୍ !
25 Ao único Deus sábio, Salvador nosso, seja glória e majestade, domínio e poder, agora, e para todo o sempre. Amém.
Atalhos do teclado
- Capítulo anterior←
- Próximo capítulo→
- Versículo anteriork
- Próximo versículoj
- Limpar seleçãoEsc
- Esta ajuda?
Estude este capítulo no WhatsApp
Peça à IA da Bíblia Fala para explicar Judas 1, comparar traduções ou montar um estudo — tudo direto pelo WhatsApp.