João 13
ସତିଅର୍ ବାଟ୍ (DSO) vs ARC
1 ନିସ୍ତାର୍ ପରବର୍ ଆଗ୍ତୁର୍ ଦିନ୍ ଅଇରଇଲା । ଜିସୁ, ଏ ଜଗତ୍ ଚାଡି ବାବା ପର୍ମେସରର୍ ଲଗେ ଜିବାକେ ତାର୍ ବେଲା କେଟ୍ଲାବେ ବଲି ଜାନିରଇଲା । ଦୁନିଆଇ ରଇବା ତାର୍ ସବୁ ଲକ୍ମନ୍କେ ସାରାସାରି ଜାକ ବେସି ଆଲାଦ୍ କର୍ତେରଇଲା ।
1 Ora, antes da festa da Páscoa, sabendo Jesus que já era chegada a sua hora de passar deste mundo para o Pai, como havia amado os seus que estavam no mundo, amou-os até ao fim.
2 ସେଦିନର୍ ରାତି ଜିସୁ ଆରି ତାର୍ ସିସ୍ମନ୍ କାଇବାକେ ବସିରଇଲାଇ । ଜିସୁକେ ବିସ୍ବାସେ ବିସ୍ ଦେଲାପାରା କରାଇବା ଚିନ୍ତା, ସଇତାନ୍ ସିମନ୍ ଇସ୍କାରିୟତର୍ ପିଲା ଜିଉଦାର୍ ମନେ ପୁରିକରି ଦେଲା ।
2 E, acabada a ceia, tendo já o diabo posto no coração de Judas Iscariotes, filho de Simão, que o traísse,
3 ବାବା ପର୍ମେସର୍, ତାକେ ସବୁ ବିସଇର୍ ଅଦିକାର୍ ଦେଇ ଆଚେ, ସେ ପର୍ମେସରର୍ ଟାନେଅନି ଆସିଆଚେ ଆରି ତାର୍ ଲଗେସେ ଜାଇସି, ବଲି ଜିସୁ ସବୁ ବିସଇ ଜାନିରଇଲା ।
3 Jesus, sabendo que o Pai tinha depositado nas suas mãos todas as coisas, e que havia saído de Deus, e que ia para Deus,
4 ତେବର୍ପାଇ ସେ କାଇବା ଜାଗାଇଅନି ଉଟିକରି ଅଡି ରଇବା ବସ୍ତର୍ ବେଟି ସଙ୍ଗଇ, ଆଁଟାଇ ଗଟେକ୍ ତୁଆଲ୍ ବାନ୍ଦିଅଇଲା ।
4 levantou-se da ceia, tirou as vestes e, tomando uma toalha, cingiu-se.
5 ତାର୍ ପଚେ ସେ ଗଟେକ୍ ମୁତାଇ ପାନିନେଲା ଆରି ନିଜର୍ ସିସ୍ମନର୍ ପାଦ୍ ଦଇକରି ବାନ୍ଦିଅଇଲା ତୁଆଲ୍ ବେଟି ପୁଚି ଦେବାର୍ ଦାର୍ଲା ।
5 Depois, pôs água numa bacia e começou a lavar os pés aos discípulos e a enxugar- lhos com a toalha com que estava cingido.
6 ଜେଡେବେଲେ ଜିସୁ ସିମନ୍ ପିତରର୍ ଲଗେ ଆଇଲା, ପିତର୍ ତାକେ କଇଲା, “ମାପ୍ରୁ ତମେ ମର୍ ପାଦ୍ ଦଇସା କି ?”
6 Aproximou-se, pois, de Simão Pedro, que lhe disse: Senhor, tu lavas-me os pés a mim?
7 ଜିସୁ ତାକେ କଇଲା, “ମୁଇ ଏବେ ଜାଇଟା କଲିନି, ସେଟା ତମେ ବୁଜି ନାପାରାସ୍, ମାତର୍ ପଚେ ବୁଜ୍ସା ।”
7 Respondeu Jesus e disse-lhe: O que eu faço, não o sabes tu, agora, mas tu o saberás depois.
8 ପିତର୍ ତାକେ ମନାକରି କଇଲା, “ନିଚୁ, ତମେ ମର୍ ପାଦ୍ ଦୁଆନାଇ ।” ଜିସୁ ତାକେ କଇଲା, “ମୁଇ ଜଦି ତର୍ ପାଦ୍ ନ ଦଇଲେ, କେବେ ମିସା ମର୍ ସିସ୍ ଅଇ ନାପାରୁସ୍ ।”
8 Disse-lhe Pedro: Nunca me lavarás os pés. Respondeu-lhe Jesus: Se eu te não lavar, não tens parte comigo.
9 ସିମନ୍ ପିତର୍ ତାକେ କଇଲା, “ମାପ୍ରୁ ସେନ୍ତାର୍ଆଲେ କାଇକେ ମର୍ ପାଦ୍ସେ ଦଇ ଦେଇସୁ ? ମର୍ ମୁଣ୍ଡ୍ ଆରି ଆତ୍ ମିସା ଦଇଦିଆସ୍ ।”
9 Disse-lhe Simão Pedro: Senhor, não só os meus pés, mas também as mãos e a cabeça.
10 ଜିସୁ ପିତର୍କେ କଇଲା, “ଜନ୍ ଲକ୍ମନ୍ ଗାଦଇ ସାରିଆଚତ୍, ସେମନ୍ ପୁରାପୁରୁନ୍ ସୁକଲ୍ । ପାଦ୍ ଦଇବାଟା ଚାଡି, କାଇଟା ଦଇବାର୍ ଲଡାନାଇ । ଗଟେକ୍ ଲକ୍କେ ଚାଡି, ତମେ ସବୁଲକ୍ ସୁକଲ୍ ଆଚାସ୍ ।”
10 Disse-lhe Jesus: Aquele que está lavado não necessita de lavar senão os pés, pois no mais todo está limpo. Ora, vós estais limpos, mas não todos.
11 କାଇକେ ବଇଲେ ଜନ୍ ସିସ୍ ଜିସୁକେ ସତ୍ରୁମନ୍କେ ଦାରାଇଦେଇସି ତାକେ ଜିସୁ ଜାନି ରଇଲା । ସେଟାର୍ ପାଇ ସେ ଗଟେକ୍ ଲକ୍କେ ଚାଡି ସବୁଲକ୍ ସୁକଲ୍ ଆଚାସ୍ ବଲି କଇଲା ।
11 Porque bem sabia ele quem o havia de trair; por isso, disse: Nem todos estais limpos.
12 ଜିସୁ ସିସ୍ମନର୍ ପାଦ୍ ଦଇଲା ପଚେ ବେଟିରଇଲା ବସ୍ତର୍ ପିନ୍ଦିକରି ବସି ସେମନ୍କେ ପାଚାର୍ଲା, “ଏବେ ମୁଇ ତମର୍ ପାଇ କଲା କାମ୍ ବୁଜ୍ଲାସ୍ନି କି ?”
12 Depois que lhes lavou os pés, e tomou as suas vestes, e se assentou outra vez à mesa, disse-lhes: Entendeis o que vos tenho feito?
13 ଆରି ସେ କଇଲା, “ତମେ ମକେ ଗୁରୁ ଆରି ମାପ୍ରୁ ବଲି ଡାକ୍ଲାସ୍ନି, ସେଟା ଟିକ୍ସେ । କାଇକେ ବଇଲେ ଗୁରୁ ଆରି ମାପ୍ରୁ ମୁଇସେ ।”
13 Vós me chamais Mestre e Senhor e dizeis bem, porque eu o sou.
14 ମୁଇ ତମର୍ ଗୁରୁ ଆରି ମାପ୍ରୁ ଅଇକରି, ତମର୍ ପାଦ୍ ଦଇଦେଲି ଆଚି ବଇଲେ ତମେ ମିସା ତମର୍ ତମର୍ ବିତ୍ରେ ପାଦ୍ ଦଇବାର୍ ଆଚେ ।
14 Ora, se eu, Senhor e Mestre, vos lavei os pés, vós deveis também lavar os pés uns aos outros.
15 ମୁଇ ଏଟା ତମର୍ ପାଇ ଗଟେକ୍ ଉଦାଅରଣ୍ ପାରା କଲିଆଚି, ତମେ ମିସା ବିନ୍ ଲକ୍ମନ୍କେ ଏନ୍ତି କରା ।
15 Porque eu vos dei o exemplo, para que, como eu vos fiz, façais vós também.
16 ମୁଇ ତମ୍କେ ସତ୍ କାତା କଇଲିନି, ଗତିଦାଙ୍ଗ୍ଡା ନିଜର୍ ସାଉକାରର୍ ତେଇଅନି ବଡ୍ ନଏଁ । ଆରି କବର୍ ନେଉଁ କବର୍ ପାଟାଇଲା ଲକର୍ତେଇଅନି ବଡ୍ ନଏଁ ।
16 Na verdade, na verdade vos digo
17 ଜଦି ତମେ ଏ ସବୁ ବିସଇ ଜାନିଆଚାସ୍, ଆରି ସେ ଇସାବେ କର୍ସା ବଇଲେ ବେସି ସାର୍ଦା ଅଇସା ।
17 Se sabeis essas
18 ମୁଇ ତମର୍ ସବୁ ଲକର୍ ବିସଇ ନେଇକରି କଇନାଇ, ଜନ୍ ଲକ୍ମନ୍କେ ବାଚି ଆଚି, ସେମନ୍ କେନ୍ତି ବଲି ଜାନିଆଚି । ମାତର୍ ସାସ୍ତରେ ଲେକା ଅଇଲା କାତା ସିଦ୍ ଅଇବାକେ ଏନ୍ତି ଗଟ୍ନା ଅଇଲାନି । ସାସ୍ତରେ ଲେକା ଅଇଲା ଆଚେ ଜେ ମର୍ ସଙ୍ଗ୍ କାଇଲାନି ସେ ମର୍ ବିରଦେ ଉଟ୍ସି ।
18 Não falo de todos vós; eu bem sei os que tenho escolhido; mas para que se cumpra a Escritura: O que come
19 ଏବେ ଏ ଗଟ୍ନା ଅଇବା ଆଗ୍ତୁସେ ମୁଇ ତମ୍କେ ଏ କାତା କଇଲିନି । ଜେଡେବେଲା ଏ ଗଟ୍ନା ଗଟ୍ସି, ତମେ ମୁଇ ମସିଅ ବଲି ବିସ୍ବାସ୍ କର୍ସା ।
19 Desde agora, vo-lo digo, antes que aconteça, para que, quando acontecer, acrediteis que eu sou.
20 “ତମ୍କେ ସତ୍ କାତା କଇଲିନି, ଜନ୍ ଲକ୍ମନ୍ ମର୍ କବର୍ ନେବା ଲକ୍ମନ୍କେ ନାମ୍ବାଇ, ସେମନ୍ ମକେ ମିସା ନାମ୍ବାଇ, ଆରି ମକେ ପାଟାଇଲା ପର୍ମେସର୍କେ ମିସା ନାମ୍ବାଇ ।”
20 Na verdade, na verdade vos digo que se alguém receber o que eu enviar, me recebe a mim, e quem me recebe a mim recebe aquele que me enviou.
21 ଜିସୁ ଏ ସବୁ କାତା କଇସାରାଇଲା ପଚେ, ଆତ୍ମାଇ ବାୟାବିକଲ୍ ଅଇ ପୁଟ୍କାର୍ କରି କଇଲା, “ମୁଇ ତମ୍କେ ସତ୍ କାତା କଇଲିନି, ତମର୍ ବିତ୍ରେଅନି ଗଟେକ୍ ଲକ୍ ମକେ ବିସ୍ବାସେ ବିସ୍ ଦେଲାପାରା କର୍ସି ।”
21 Tendo Jesus dito isso, turbou-se em espírito e afirmou, dizendo: Na verdade, na verdade vos digo que um de vós me há de trair.
22 ସେ ଏ କାତା, କାର୍ ବିସଇ ନେଇକରି କଇଲାନି ବଲି ସିସ୍ମନ୍ ବୁଜିନାପାରି ନିଜର୍ ନିଜର୍ ବିତ୍ରେ ଆର୍ ମୁଏ ସେ ତାର୍ ମୁଏ ଏ, ଦେକାଦେକି ଅଇବାର୍ ଦାର୍ଲାଇ ।
22 Então, os discípulos olhavam uns para os outros, sem saberem de quem ele falava.
23 ଜିସୁର୍ ସିସ୍ମନର୍ ବିତ୍ରେଅନି ଜଅନ୍, ଜାକେକି ଜିସୁ ମୁକିଅ ଇସାବେ ଆଲାଦ୍ କର୍ତେ ରଇଲା, ସେ ଜିସୁର୍ ଲଗେ ବସିକରି କାଇତେ ରଇଲା ।
23 Ora, um de seus discípulos, aquele a quem Jesus amava, estava reclinado no seio de Jesus.
24 ସିମନ୍ ପିତର୍ ଜଅନ୍କେ ସଗିଆ କରି କଇଲା, “ସେ କାର୍ ବିସଇ ନେଇକରି କଇଲାନି, ତାକେ ପାଚାର୍ ।”
24 Então, Simão Pedro fez sinal a este, para que perguntasse quem era aquele de quem ele falava.
25 ସେଟାର୍ ପାଇ ଜଅନ୍ ଜିସୁର୍ ଉପ୍ରେ ଆଉଜି ଅଇକରି ପାଚାର୍ଲା, “ଏ ମାପ୍ରୁ, ସେ ଲକ୍ କେ ?”
25 E, inclinando-se ele sobre o peito de Jesus, disse-lhe: Senhor, quem é?
26 ଜିସୁ କଇଲା, “ମୁଇ ଏ ରୁଟି ଜଲେ ଚବାଲି ଜାକେ ଦେବି, ସେ ଲକ୍ ସେ ।” ସେବେଲେ ସେ ରୁଟି ଜଲେ ଚବାଲି କରି ସିମନ୍ ଇସ୍କାରିୟତର୍ ପିଲା ଜିଉଦାକେ ଦେଲା ।
26 Jesus respondeu: É aquele a quem eu der o bocado molhado. E, molhando o bocado, o deu a Judas Iscariotes, filho de Simão.
27 ଇସ୍କାରିୟତ୍ ଜିଉଦା ରୁଟି ମାଙ୍ଗ୍ଲା ଦାପ୍ରେ ସଇତାନ୍ ତାର୍ ମନ୍ ବିତ୍ରେ ଜାଇକରି ଚାଲାଇବାର୍ ଦାର୍ଲା । ଜିସୁ ସେ ବେଲାଇ ତାକେ କଇଲା, “ତୁଇ ଜାଇଟା କର୍ବାକେ ଗାଲୁସ୍ନି ବେଗି କର୍ ।”
27 E, após o bocado, entrou nele Satanás. Disse, pois, Jesus: O que fazes, faze-o depressa.
28 ଜିସୁ ଏ କାତା ଇସ୍କାରିୟତ୍ ଜିଉଦାକେ କାଇକେ କଇଲା, ତେଇ କାଇବାକେ ବସି ରଇଲା ଲକ୍ମନର୍ ବିତ୍ରେଅନି କେମିସା, ବୁଜି ନାପାର୍ଲାଇ ।
28 E nenhum dos que estavam assentados à mesa compreendeu a que propósito lhe dissera isso,
29 ଇସ୍କାରିୟତ୍ ଜିଉଦାର୍ ଲଗେ ଡାବୁ ପେଡି ରଇଲାଜେ କେତେଟା ସିସ୍ମନ୍ ପାଚାର୍ଲାଇ, “ପରବ୍ ପାଇ କାଇକାଇଟା ଦର୍କାର୍ ଆଚେ, ସେଟାର୍ପାଇ ନଇଲେ ଗରିବ୍ ଲକ୍ମନ୍କେ ଦାନ୍ଦେବାକେ ଜିସୁ ତାକେ କଇଲାଆଚେ ।”
29 porque, como Judas tinha a bolsa, pensavam alguns que Jesus lhe tinha dito: Compra o que nos é necessário para a festa ou que desse alguma coisa aos pobres.
30 ତାର୍ ପଚେ ଇସ୍କାରିୟତ ଜିଉଦା ରୁଟି ମାଙ୍ଗି ଦାପ୍ରେ ବାରଇକରି ଉଟିଗାଲା । ସେ ବେଲେ ରାତି ଅଇରଇଲା ।
30 E, tendo Judas tomado o bocado, saiu logo. E era já noite.
31 ଇସ୍କାରିୟତ୍ ଜିଉଦା ବାରଇକରି ଉଟିଗାଲା ପଚେ ଜିସୁ କଇଲା, “ଏବେ ପର୍ମେସରର୍ ତେଇଅନି ଆଇଲା ନର୍ପିଲା ମୁଇ ତାର୍ଟାନେଅନି ଡାକ୍ପୁଟା ପାଇବା ବେଲା ଆସିଆଚେ । ଆରି ମର୍ ଲାଗି ପର୍ମେସର୍ ମିସା ଡାକ୍ପୁଟା ପାଇସି ।
31 Tendo ele, pois, saído, disse Jesus: Agora, é glorificado o Filho do Homem, e Deus é glorificado nele.
32 ଜଦି ପର୍ମେସର୍ ମର୍ତେଇଅନି ଡାକ୍ପୁଟା ଅଇଲେ, ନିଜର୍ ମଇମାସଙ୍ଗ୍ ନର୍ପିଲା ମକେ ମିସା ଡାକ୍ପୁଟା କରାଇସି । ଦାପ୍ରେସେ ମକେ ସେନ୍ତି କରାଇସି ।
32 Se Deus é glorificado nele, também Deus o glorificará em si mesmo e logo o há de glorificar.
33 ଏ ମର୍ ପିଲାମନ୍ ମୁଇ ତମର୍ ସଙ୍ଗ୍ ଚନେକର୍ପାଇ ରଇବି । ତାର୍ ପଚେ ତମେ ମକେ କଜ୍ସା, ଆରି ମୁଇ ଜନ୍ତି ଗାଲିନି ତମେ ତେଇ ଜାଇନାପାରାସ୍ । ଏ ବିସଇ ଜିଉଦି ନେତାମନ୍କେ ଜେନ୍ତି କଇରଇଲି, ସେନ୍ତି ଏବେ ତମ୍କେ ଆରିତରେକ୍ କଇଲିନି ।
33 Filhinhos, ainda por um pouco estou convosco. Vós me buscareis, e, como tinha dito aos judeus: para onde eu vou não podeis vós ir, eu vo-lo digo também agora.
34 ମୁଇ ତମ୍କେ ଗଟେକ୍ ନୁଆ ଆଦେସ୍ ଦେଲିନି, ତମେ ତମର୍ ନିଜର୍ ନିଜର୍ ବିତ୍ରେ ଆଲାଦ୍ କରା । ମୁଇ ଜେନ୍ତି ତମ୍କେ ଆଲାଦ୍ କଲିଆଚି, ତମେ ମିସା ନିଜର୍ ନିଜର୍ ବିତ୍ରେ ଆଲାଦ୍ କର୍ବାର୍ଆଚେ ।
34 Um novo mandamento vos dou: Que vos ameis uns aos outros; como eu vos amei a vós, que também vós uns aos outros vos ameis.
35 ତମର୍ ନିଜର୍ ନିଜର୍ ବିତ୍ରେ ଆଲାଦ୍ ରଇଲେ, ତମେ ମର୍ ସିସ୍ ବଲି ସବୁଲକ୍ ଜାନ୍ବାଇ ।”
35 Nisto todos conhecerão que sois meus discípulos, se vos amardes uns aos outros.
36 ସିମନ୍ ପିତର୍ ଜିସୁକେ ପାଚାର୍ଲା, “ଏ ମାପ୍ରୁ ତମେ କନ୍ତି ଗାଲାସ୍ନି ?” ଜିସୁ କଇଲା, “ମୁଇ ଜନ୍ତି ଗାଲିନି ସେ ଜାଗାଇ ଏବେ ତୁଇ ଆସି ନାପାରୁସ୍ ମାତର୍ ପଚେ ଆଇସୁ ।”
36 Disse-lhe Simão Pedro: Senhor, para onde vais? Jesus lhe respondeu: Para onde eu vou não podes, agora, seguir-me, mas, depois, me seguirás.
37 ପିତର୍ ଜିସୁକେ କଇଲା, “ଏ ମାପ୍ରୁ ଏବେ କାଇକେ ତମର୍ ପଚେ ପଚେ ଆସିନାପାରି ? ମୁଇ ତମର୍ପାଇ ମର୍ବାକେ ମିସା ରାଜିଆଚି ।”
37 Disse-lhe Pedro: Por que não posso seguir-te agora? Por ti darei a minha vida.
38 ଜିସୁ ତାକେ କଇଲା, “ତୁଇ କାଇକେ ମର୍ପାଇ ମର୍ସୁ ? ମୁଇ ତକେ ସତ୍ କାତା କଇଲିନି କୁକୁଡା ନ ଡାକ୍ତେ ତୁଇ ମକେ ତିନ୍ ତର୍ ନାଜାନି ବଲି କଇସୁ ।”
38 Respondeu-lhe Jesus: Tu darás a tua vida por mim? Na verdade, na verdade te digo que não cantará o galo, enquanto me não tiveres negado três vezes.
Atalhos do teclado
- Capítulo anterior←
- Próximo capítulo→
- Versículo anteriork
- Próximo versículoj
- Limpar seleçãoEsc
- Esta ajuda?
Estude este capítulo no WhatsApp
Peça à IA da Bíblia Fala para explicar João 13, comparar traduções ou montar um estudo — tudo direto pelo WhatsApp.