João 14
ସତିଅର୍ ବାଟ୍ (DSO) vs AAI
1 ଆରି ଜିସୁ କଇଲା, “ତମେ କିଲ୍ବିଲ୍ ନ ଉଆ, ପର୍ମେସରର୍ଟାନେ ବିସ୍ବାସ୍ କରା । ଆରି ମର୍ଟାନେ ମିସା ବିସ୍ବାସ୍ କରା ।
1 Jesu ana bai’ufununayah isa eo, “Men kwaniyababan, God kwanitumatum naatu ayu auman kwanitutumu.
2 ମର୍ ବାବାର୍ ଗରେ ରଇବାକେ ବେସି ବାକ୍ରା ଆଚେ । ଆରି ତେଇ ମୁଇ ତମର୍ ପାଇ ଜାଗା ଟିକ୍ କର୍ବାର୍ ଗାଲିନି । ଜଦି ଏଟା ସତ୍ ନଇତା ଆଲେ, ମୁଇ ତମ୍କେ ଏନ୍ତି ବଲି ନ କଇତି ।
2 Ayu Tamai ana baremaim bar awah moumurih na’in ti’inu’in naatu ayu anan kwa isa a bar awah anayabuna naatu bar awah men hitama’am na’at, aisim boro a tur ata’owen.
3 ଆରି ମୁଇ ଜାଇ ତମର୍ ପାଇ ଜାଗା ଟିକ୍ କଲା ପଚେ, ଆରି ତରେକ୍ ବାଉଡି ଆସି ତମ୍କେ ମର୍ ସଙ୍ଗ୍ ଡାକିନେବି । ମୁଇ ଜନ୍ ଜାଗାଇ ରଇବି, ସେ ଜାଗାଇ ତମେ ମର୍ ସଙ୍ଗ୍ ରଇସା ।
3 Ayu anan kwa a efan anayayabuna ufunamaim boro taiyuwu anamatabir anan ananawiyi bairi tanan ayu menamaim ama’am kwa boro imaim kwanama.
4 ମୁଇ ଜନ୍ ଜାଗାଇ ଗାଲିନି, ତମେ ସେ ଜାଗାଇ ଜିବା ବାଟ୍ ଜାନିଆଚାସ୍ ।”
4 Ayu efan menamaim anan kwa i kwaso’ob.”
5 ତମା ଜିସୁକେ କଇଲା, “ଏ ମାପ୍ରୁ ତମେ କନ୍ ଜାଗାଇ ଗାଲୁସ୍ନି, ସେଟା ଆମେ ନାଜାନୁ, ଆରି ତେଇ ଜିବା ବାଟ୍ କେନ୍ତି ଜାନ୍ବୁ ?”
5 Thomas Jesu isan eo, “Regah, aki men aso’ob o menamaim kwenan, ef boro mi’itube anaso’ob?”
6 ଜିସୁ ତାକେ କଇଲା, “ମୁଇ ସତ୍, ବାଟ୍ ଆରି ଜିବନ୍ । ମର୍ବାଟେ ନ ଗାଲେ ବାବା ପର୍ମେସର୍ ଲଗେ କେ ମିସା ଜାଇନାପାରେ ।”
6 Jesu iya’afut eo, “Ayu i ef, turobe, naatu yawas. Men yait ta nan Tamai biyan baise ayu’une nan Tamai biyan natit.
7 ସେ କଇଲା, “ଜଦି ତମେ ମକେ ଜାନିରଇତାସ୍ ବଇଲେ, ମର୍ ବାବାକେ ମିସା ଜାନ୍ତାସ୍ । ଏବେ ମିସା ତମେ ତାକେ ଜାନ୍ଲାସ୍ନି ଆରି ଦେକ୍ଲାସ୍ନି ।”
7 Kwa anababatun ayu kwanasusu’ubu gewas na’at, Tamai boro auman kwanasu’ub. Bounabo kwasoso’ob naatu kwa’i’itin.”
8 ପିଲିପ୍ ଜିସୁକେ କଇଲା, “ଏ ମାପ୍ରୁ ଆମ୍କେ ବାବାକେ ଦେକାଇ ଦେ, ସେତ୍କିସେ ଆମର୍ପାଇ ବେସି ।”
8 Philip eo, “Regah Tamat kwi’obaiyi a’itin saise aki boro nuhinafot.”
9 ଜିସୁ ତାକେ କଇଲା, “ପିଲିପ୍ ଏତ୍କି ଦିନ୍ ମୁଇ ତମର୍ ସଙ୍ଗ୍ ରଇଲି, ତୁଇ ମକେ ଚିନି ନାପାର୍ଲୁସ୍ କି ?” ଜେ ମକେ ଦେକ୍ଲା ଆଚେ ସେ ମର୍ ବାବା ପର୍ମେସର୍କେ ଦେକ୍ଲା ଆଚେ । କେନ୍ତି ଆମ୍କେ ତର୍ ବାବାକେ ଦେକାଇ ଦେ ବଲି କଇଲୁସ୍ନି ?
9 Jesu iya’afut eo, “Philip manin maiyow airit tama baise men isu’ubu? Yait ta ayu i’itu Tamai i’itin? Aisimamih ayu isou i’o, ‘Tamat kwi’obaiyi a’itin?’
10 ତୁଇ ବିସ୍ବାସ୍ କୁରୁସ୍ ନାଇ କି ପିଲିପ୍ ? ମୁଇ ବାବାର୍ ତେଇ ଆଚି ଆରି ବାବା ମର୍ଟାନେ ଆଚେ । ମୁଇ ତମ୍କେ ଜନ୍ କାତା ସବୁ କଇଲିଆଚି, ସେ ସବୁ କାତା ମର୍ ନିଜର୍ତେଇଅନି କଇନାଇ । ମାତର୍ ବାବା ମର୍ତେଇ ରଇକରି ତାର୍ କାମ୍, ମର୍ଟାନେଅନି କଲାନି ।
10 Ayu i Tamai wanawananamaim ama’am naatu Tamai ayu wanawana’umaim ema’am. Philip o men kubitumatum? Iti tur i kwa isa ao’o, i men ayu au kokomaim ao’omih baise Tamai ayu wanawana’umaim ema’am bowabow i esisinaf.
11 ମୁଇ ବାବାର୍ତେଇ ଆଚି ଆରି ବାବା ମର୍ଟାନେ ଆଚେ ବଲି ମୁଇ କଇବା ଏ କାତା ବିସ୍ବାସ୍ କରା । ନଇଲେ ମୁଇ କର୍ବା କାମ୍ ଦେକି ବିସ୍ବାସ୍ କରା ।
11 Kwanitumatum ana maramaim iti tur anao’o, ayu i Tamai wanawanan ama’am naatu Tamai i ayu wanawanau ema’am, o men kwanabitumatum na’at ina’inan asisinaf imaim boro ni’obaiyi kwana’itin.
12 ମୁଇ ତମ୍କେ ସତ୍ କଇଲିନି, ଜେ ମକେ ବିସ୍ବାସ୍ କର୍ସି ସେ, ମୁଇ କର୍ବା ଏନ୍ତି କାମ୍ମନ୍ କର୍ସି ଆରି ମର୍ତେଇଅନି ଅଦିକ୍ ବଡ୍ ବଡ୍ କାମ୍ମନ୍ ମିସା କର୍ସି । କାଇକେ ବଇଲେ ମୁଇ ମର୍ ବାବାର୍ ଲଗେ ଗାଲିନି ।
12 Ayu anababatun a tur ao’owen yait ayu ebitutumu ayu abistan asisinaf boro nasinaf hinamatar, naatu sawar boro au gagamihika nasinaf. Anayabin ayu Tamai isan anan.
13 ତମେ ମର୍ ନାଉଁଦାରି ଜାଇଟା ମାଙ୍ଗ୍ସା ସେଟା ସବୁ ମୁଇ ତମ୍କେ ଦେବି । ଇତିଅନି ବାବାର୍ ଡାକ୍ପୁଟା ମର୍ତେଇ ଜାନାପଡ୍ସି ।
13 Naatu abistanawat ayu wabu’umaim kwafefefeyan boro ana sinaf saise Natun Tamah wabin nabora’ara’ah.
14 ତମେ ଜଦି କାଇ ବିସଇ ମିସା ମର୍ ନାଉଁଦାରି ମାଙ୍ଗ୍ସା ବଇଲେ ମୁଇ ସେଟା ଦେବି ।
14 Kwa sawar abistanawat ayu wabu’umaim kwanafefeyan boro anasinaf namatar.
15 ତମେ ଜଦି ମକେ ଆଲାଦ୍ କର୍ସା, ମର୍ ଆଦେସ୍ ମିସା ମାନ୍ସା ।
15 “Ayu kwanabiyabuwu na’at, au obaiyunen tur boro kwanabosiyasiyar.
16 ମୁଇ ମର୍ ବାବାକେ ଗୁଆରି କର୍ବି । ଆରି ତମର୍ ସଙ୍ଗ୍ ସବୁବେଲା ରଇବା ପାଇ, ସେ ଗଟେକ୍ ସାଇଜକାରିଆକେ ପାଟାଇସି ।
16 Naatu ayu boro Tamai anifefeyan i boro kwa a Baibaisayan ta wabin Turobe Ana Anun Kakafiyin nit bairi kwanama wanatowan.
17 ସେ ଅଇଲାନି ସତ୍ ଆତ୍ମା, ଜେକି ସତ୍ସଙ୍ଗ୍ ପର୍ମେସରର୍ ବିସଇ ଦେକାଇସି । ଏ ଦୁନିଆର୍ ଲକ୍ମନ୍ ତାକେ ନ ନାମତ୍, କାଇକେ ବଇଲେ ତାକେ ଦେକତ୍ ନାଇ କି ଜାନତ୍ ନାଇ । ମାତର୍ ତମେ ତାକେ ଜାନି ଆଚାସ୍ । କାଇକେ ବଇଲେ ସେ ତମର୍ ସଙ୍ଗ୍ ଆଚେ ଆରି ତମର୍ ମନ୍ ବିତ୍ରେ ରଇସି ।
17 Iti tafaram men nab, anayabin i boro men na’itin o boro men nasu’ub. Baise kwa i kwasu’ub, anayabin kwa bairi kwama’am naatu boro wanawanamaim nama.
18 ମୁଇ ଜେଡେବଲ୍ ଜିବି, ତମ୍କେ ଟୁରା ପିଲାମନର୍ ପାରା କରି ଚାଡି ନ ଜାଇ । ଆରିତରେକ୍ ତମର୍ ଲଗେ ବାଉଡି ଆଇବି ।
18 Ayu boro men anihamiyi kwanigaganamih, Ayu boro kwa isa anamatabir maiye anan.
19 ଚନେକ୍ ଗାଲେ ଦୁନିଆ ଆରି ମକେ ଦେକିନାପାରେ । ମାତର୍ ତମେ ଦେକ୍ସା, କାଇକେ ବଇଲେ ମୁଇ ସବୁବେଲେ ଜିବନ୍ ରଇବି, ଆରି ତମେ ମିସା ଜିବନ୍ ରଇସା ।
19 Mar kafai iti tafaram boro men na’itu, baise kwa boro kwana’itu. Anayabin ayu ama’am isan kwa auman kwama’am.
20 ସେ ଦିନ୍ ଆଇଲେ ତମେ ଜାନ୍ସା, ମୁଇ ବାବାର୍ ଲଗେ, ତମେ ମର୍ ଲଗେ, ଆରି ମୁଇ ତମର୍ ଲଗେ ସବୁବେଲେ ରଇବି ।
20 Nati anamaramaim kwa boro kwanaso’ob ayu i Tamai wanawanan ama’am naatu kwa i ayu wanawanau kwama’am naatu ayu i kwa wanawan ama’am.
21 “ଜେ ମର୍ ଆଦେସ୍ ମାନ୍ସି, ସେ ଆକା ମକେ ଆଲାଦ୍ କର୍ସି । ଜେ ମକେ ଆଲାଦ୍ କର୍ସି, ମର୍ ବାବା ତାକେ ଆଲାଦ୍ କର୍ସି । ମୁଇ ମିସା ତାକେ ଆଲାଦ୍ କରି ନିଜ୍କେ ତାର୍ଟାନେ ଦେକାଇଅଇବି ।”
21 “Yait obaiyunen tur bai, ebobosiyasiyar, i ayu ebiyabuwu. Yait ayu ebiyabuwu i Tamai ebiyabuw naatu ayu auman boro aniyabuw naatu ayu taiyuwu anirerereb i isan.”
22 ତାର୍ ପଚେ ଜିଉଦା, ଇସ୍କାରିୟତ୍ ଜିଉଦା ନଏଁ, କଇଲା “ଏ ମାପ୍ରୁ ଏଟା କେନ୍ତି ଅଇସି ? ତମେ ନିଜ୍କେ ଦୁନିଆଇ ଦେକାଇ ନ ଅଇ ଆମର୍ ଲଗେ କେନ୍ତି ଦେକାଇଅଇସା ?”
22 Judas (men Judas Iscariot) Jesu isan eo, “Regah aisimamih tafaram ana sabuw men isah inirerereb baise aki akisi isai inirerereb?”
23 ଜିସୁ ତାକେ କଇଲା, “ଜନ୍ ଲକ୍ ମକେ ଆଲାଦ୍ କର୍ସି ସେ ମୁଇ ସିକାଇବା ବାକିଅ ମାନ୍ସି । ସେନ୍ତି କଲେ ମର୍ ବାବା ପର୍ମେସର୍ ତାକେ ଆଲାଦ୍ କର୍ସି । ବାବା ଆରି ମୁଇ ଆସି ସେ ଲକର୍ ଟାନେ ରଇବୁ ।
23 Jesu iya’afutih eo, “Yait ta ayu isou ebiyabow boro au bai’obaiyen nabosiyasiyar? Ayu Tamai boro isan niyabow, naatu ayu Tamai airi biyanamaim ai bar anawowab bairi anama.
24 ଜେ ମକେ ଆଲାଦ୍ ନ କରେ, ସେ ମର୍ ବାକିଅ ନ ମାନେ । ଆରି ମୁଇ କଇବା ଏ କାତା ସବୁ ମର୍ତେଇ ଅନି ନଏଁ, ମାତର୍ ମକେ ପାଟାଇଲା ମର୍ ବାବାର୍ ତେଇଅନି କଇଲିନି ।”
24 Yait ayu isou men ebiyabow au bai’obaiyen boro men nabosiyasiyar naatu iti tur ao kwanonowar i men ayu au turamih baise iti tur ayu Tamai iyafaru anan i biyanane enan.
25 ମୁଇ ତମର୍ ଲଗେ ରଇକରିସେ ଏ ସବୁ କାତା କଇଲିନି ।
25 “Boun bairit tama’amamaim sawar etei’imak ao kwanowaraka.
26 ମାତର୍ ପର୍ମେସର୍ ଜନ୍ ସାଇଜକାରିଆ ସୁକଲ୍ ଆତ୍ମାକେ ମର୍ ନାଉଁ ଦାରି ତମର୍ ଲଗେ ପାଟାଇସି, ସେ ତମ୍କେ ସବୁ ବିସଇ ସିକାଇଦେଇସି ଆରି ମୁଇ ଜନ୍ ଜନ୍ କାତା କଇଲିଆଚି ସେଟା ସବୁ ତମ୍କେ ଏତାଇ ଦେଇସି ।
26 Baise Baibaisayan, Anun Kakafiyin, boro Tamai niyun ayu wabu’umaim nan, i boro sawar etei ni’obaibiyi naatu sawar etei’imak au’uwi boro a not nakusisib.
27 “ମୁଇ ତମ୍କେ ସାନ୍ତି ଦେଇକରି ଗାଲିନି । ମର୍ ନିଜର୍ ସାନ୍ତି ତମ୍କେ ଦାନ୍ ଦେଇକରି ଗାଲିନି । ଏଟା ଦୁନିଆ ଦାନ୍ ଦେଲାପାରା ସାନ୍ତି ନଏଁ । ସେଟାର୍ ପାଇ ଚିନ୍ତା କରା ନାଇ କି କିଲ୍ବିଲ୍ ଅଇ ଡରା ନାଇ ।
27 “Tufuw kwa biyamaim abihamiy, ayu tufuw kwa abit. Iti tufuw i men tafaram kwa bit na’atube abitimih. Yare kouh kwanayey a not men narukasiy naatu men kwanabir.
28 ମୁଇ ଜାଇଟା କଇରଇଲି, ସେଟା ସୁନିଆଚାସ୍ । ମୁଇ ଗାଲିନି ମାତର୍ ଆରି ତରେକ୍ ବାଉଡି ଆଇବି । ମକେ ଜଦି ଆଲାଦ୍ କର୍ତାସ୍ ବଇଲେ, ମୁଇ ବାବାର୍ ଲଗେ ଗାଲିନି ବଲି ସୁନି ସାର୍ଦା ଅଇତାସ୍, କାଇକେ ବଇଲେ ମର୍ ବାବା ମର୍ତେଇଅନି ବଡ୍ ।
28 Iti tur i ao kwanowaraka. ‘Ayu i anan kwa isa boro anamatabir anan.’ Ayu kwanabiyabuwu na’at, kwaniyasisir ayu i Tamai isan anan anayabin Tamai i ra’at ayu natabiru.
29 ଜାଇଟା ସବୁ ଗଟ୍ବାର୍ ଆଚେ ସେଟା ସବୁ ମୁଇ ତମ୍କେ ଆଗ୍ତୁ ଜାନାଇଦେଲି । ଜେନ୍ତିକି ସେଟା ସବୁ ଗଟ୍ଲେ, ତମେ ମକେ ବିସ୍ବାସ୍ କର୍ସା ।
29 Bounaika a tur ao’owenabo sawar hinamatar, imih abistan hinamamatar kwa i kwanitumatum.
30 ମୁଇ ତମର୍ ସଙ୍ଗ୍ ଆରି ଅଦିକ୍ ପର୍ କାତାବାର୍ତା କରି ନାପାରି । କାଇକେ ବଇଲେ, ଏ ଦୁନିଆର୍ ସାସନ୍କାରିଆ ଆଇଲାନି । ଆରି ମର୍ଟାନେ ତାର୍ କାଇ ଅଦିକାର୍ ନାଇ ।
30 Ayu boro men tur manin bairit tanao, anayabin tafaram ana kaifenayan kakafin i enan. I aurin fair men ema’am ayu nisnowahu.
31 ମୁଇ ମର୍ ବାବାକେ ଆଲାଦ୍ କଲିନି ଆରି ବାବାର୍ ଆଦେସ୍ ଇସାବେ କାମ୍ କଲିନି, ଏଟା ଦୁନିଆର୍ ଲକ୍ମନ୍ ଜାନତ୍ ବଲି ଏନ୍ତି ଗଟ୍ନା ଅଇଲାନି । ଜୁ, ଆମେ ଏ ଜାଗାଇଅନି ବାରଇ ଉଟି ଜୁ ।”
31 Baise sabuw iti tafaramamaim i hinaso’ob ayu Tamai abiyabow isan imih Tamai abistan eo etatarbaiyunu imaim asisinaf.
Atalhos do teclado
- Capítulo anterior←
- Próximo capítulo→
- Versículo anteriork
- Próximo versículoj
- Limpar seleçãoEsc
- Esta ajuda?
Estude este capítulo no WhatsApp
Peça à IA da Bíblia Fala para explicar João 14, comparar traduções ou montar um estudo — tudo direto pelo WhatsApp.