João 16
ସତିଅର୍ ବାଟ୍ (DSO) vs ARIB
1 “ତମେ ମକେ କରିରଇବା ବିସ୍ବାସ୍ ନ ଚାଡି, ଡାଟ୍ ସଙ୍ଗ୍ ରଇବାକେ, ମୁଇ ଏ ସବୁ କାତା କଇଲିଆଚି ।
1 Tenho-vos dito estas coisas para que não vos escandalizeis.
2 ସେମନ୍ ତମ୍କେ ପାର୍ତନା ଗରେଅନି ବାର୍କରାଇ ଦେବାଇ । ଉଁ ଏନ୍ତାରି ବେଲା ଆଇଲାନି, ଜେ ମିସା ତମ୍କେ ମରାଇବାଇ, ସେଟା ପର୍ମେସର୍କେ ସେବା କଲାପାରା ରଇସି ।
2 Expulsar-vos-ão das sinagogas; ainda mais, vem a hora em que qualquer que vos matar julgará prestar um serviço a Deus.
3 ତମ୍କେ ସେମନ୍ ଏନ୍ତି ସବୁ କାମ୍ମନ୍ କର୍ବାଇ । କାଇକେ ବଇଲେ ସେମନ୍ ମକେ ଆରି ମର୍ ବାବାକେ ନାଜାନତ୍ ।
3 E isto vos farão, porque não conheceram ao Pai nem a mim.
4 ଏବେ ମୁଇ ଏ ସବୁ କାତା କଇଲିନି । ସେଟାର୍ ପାଇ ଏ ସବୁ ଗଟ୍ନାମନ୍ ଗଟ୍ବା ବେଲା କେଟ୍ଲେ ମୁଇ କଇଲା କାତା ଏତାଇସା । ଆରାମେ ଅନି ମୁଇ ତମର୍ ସଙ୍ଗ୍ ରଇଲି ଜେ ଏ ସବୁ କାତା କଇ ନ ରଇଲି ।”
4 Mas tenho-vos dito estas coisas, a fim de que, quando chegar aquela hora, vos lembreis de que eu vo-las tinha dito. Não vo-las disse desde o princípio, porque estava convosco.
5 “ମାତର୍ ମୁଇ ଏବେ ମର୍ ପାଟାଉର୍ ଲଗେ ଗାଲିନି । ଏଲେମିସା ତମର୍ ବିତ୍ରେ ଅନି କେ ମିସା ମକେ କେନେ ଜାଇସୁ ବଲି ପାଚାରାସ୍ ନାଇ ।
5 Agora, porém, vou para aquele que me enviou; e nenhum de vós me pergunta: Para onde vais?
6 ମାତର୍ ଏବେ ମର୍ ଏ ସବୁ କାତା ସୁନିକରି ଦୁକ୍ ଅଇକରି ଆଚାସ୍ ।
6 Antes, porque vos disse isto, o vosso coração se encheu de tristeza.
7 ମୁଇ ତମ୍କେ ସତ୍କାତା କଇଲିନି, ମୁଇ ଉଟିଜିବା ବିସଇ ତମର୍ ପାଇ ଗଟେକ୍ ମଙ୍ଗଲର୍ ବିସଇ ଅଇସି । କାଇକେ ବଇଲେ ମୁଇ ନ ଗାଲେ ସାଇଜକାରିଆ ତମର୍ଟାନେ ନ ଆସେ, ମୁଇ ଗାଲେ ତାକେ ତମର୍ଟାନେ ପାଟାଇଦେବି ।
7 Todavia, digo-vos a verdade, convém-vos que eu vá; pois se eu não for, o Ajudador não virá a vós; mas, se eu for, vo-lo enviarei.
8 ସେ ଆସିକରି ଦୁନିଆର୍ ଲକ୍ମନ୍କେ ପାପ୍, ଦରମ୍ ଆରି ନିଆଇ ବିସଇର୍ ସାକି ଦେଇସି ।
8 E quando ele vier, convencerá o mundo do pecado, da justiça e do juízo:
9 ଏ ଦୁନିଆର୍ ଲକ୍ମନ୍ ପାପ୍ ବିସଇ ବୁଲ୍ ବୁଜ୍ଲାଇ ଆଚତ୍ । ସେ ଦେକାଇ ଦେଇସି ଜେ, ମକେ ବିସ୍ବାସ୍ ନ କର୍ବାଟାସେ ପାପ୍ ।
9 do pecado, porque não crêem em mim;
10 ଟିକ୍ ଇସାବେ ଚଲାଚଲ୍ତି କର୍ବା ବିସଇ, ଦୁନିଆର୍ ଲକ୍ମନ୍ ବୁଲ୍ ବୁଜିଆଚତ୍ । ମୁଇ ମର୍ ବାବାର୍ ଲଗେ ବାଉଡି ଗାଲିନି, ଆରି ତମେ ମକେ ଦେକିନାପାରାସ୍ । ସେଟା ମୁଇ ମାନ୍ବା ଦରମ୍ ବିସଇ ସାକି ଦେଲାନି ।
10 da justiça, porque vou para meu Pai, e não me vereis mais,
11 ଦୁନିଆର୍ ଲକ୍ମନ୍ ବିଚାର୍ କର୍ବା ବିସଇ ବୁଲ୍ ବୁଜ୍ଲାଇ ଆଚତ୍ । କାଇକେବଇଲେ ଏ ଦୁନିଆର୍ ସାସନ୍କାରିଆ ଦସି ବଲି ବିଚାର୍ ଅଇ ସାରାଇ ଆଚେ ।”
11 e do juízo, porque o príncipe deste mundo já está julgado.
12 “ମୁଇ ତମ୍କେ କେତେକ୍ କେତେକ୍ କାତା କଇବାର୍ ଆଚେ । ମାତର୍ ଏବେ ତମେ ସେ ସବୁ କାତା ଦାରିନାପାରାସ୍ ।
12 Ainda tenho muito que vos dizer; mas vós não o podeis suportar agora.
13 ମାତର୍ ସତ୍ ଆତ୍ମା ଆଇଲେ, ସେ ତମ୍କେ ସବୁ ସତ୍ ବିସଇର୍ ବାଟେ ଡାକିନେଇସି । କାଇକେ ବଇଲେ, ସେ ନିଜର୍ ଅଦିକାରେ କାଇ କାତା ନ କଏ । ମାତର୍ ସେ ବାବାର୍ତେଇଅନି ଜନ୍ ଜନ୍ କାତା ସୁନ୍ସି, ସେ ସବୁ କଇସି । ଆରି ଆଇବା ଦିନ୍ମନ୍କେ କାଇଟା ଅଇସି ସେ ସବୁ ବିସଇ ମିସା କଇସି ।
13 Quando vier, porém, aquele, o Espírito da verdade, ele vos guiará a toda a verdade; porque não falará por si mesmo, mas dirá o que tiver ouvido, e vos anunciará as coisas vindouras.
14 ସେ ମୁଇ କଇବାଟାନେ ଅନି ନେଇକରି ଆକା ତମ୍କେ କଇସି । ଆରି ମକେ ଡାକ୍ପୁଟା କରାଇ ଦେକାଇସି ।
14 Ele me glorificará, porque receberá do que é meu, e vo-lo anunciará.
15 ଜନ୍ଟା ବାବାର୍ଟା, ସେ ସବୁ ମର୍ଟା । ସେଟାର୍ପାଇ ମୁଇ ତମ୍କେ କଇଲିନି, ସୁକଲ୍ ଆତ୍ମା ମର୍ଟାନେଅନି ନେଇକରି ସେ ତମ୍କେ କଇସି ।”
15 Tudo quanto o Pai tem é meu; por isso eu vos disse que ele, recebendo do que é meu, vo-lo anunciará.
16 “ଚନେକ୍ ଗାଲା ପଚେ ତମେ ଆରି ମକେ ଦେକି ନାପାରାସ୍ । ଆରି ଚନେକ୍ ଗାଲେ ଦେକ୍ସା ।”
16 Um pouco, e já não me vereis; e outra vez um pouco, e ver-me-eis.
17 ସେବେଲେ ତାର୍ ସିସ୍ମନର୍ ବିତ୍ରେଅନି କେତେ ଲକ୍ ତାକର୍ ବିତ୍ରେ କୁଆବଲା ଅଇଲାଇ । “ସେ ଆମ୍କେ କଇଲାନି, ଚନେକ୍ ଗାଲାପଚେ ତମେ ଆରି ମକେ ଦେକି ନାପାରାସ୍, ଆରି ଚନେକ୍ ଗାଲେ ମକେ ଦେକ୍ସା । ମୁଇ ଏବେ ବାବାର୍ ଲଗେ ଗାଲିନି ବଲି କଇବା ଅରତ୍ କାଇଟା ?”
17 Então alguns dos seus discípulos perguntaram uns para os outros: Que é isto que nos diz? Um pouco, e não me vereis; e outra vez um pouco, e ver-me-eis; e: Porquanto vou para o Pai?
18 ତେବେ ସେମନ୍ କଇଲାଇ, “ଏ ଚନେକ୍ ପଚେ ବଲି କାଇକେ କଇଲାନି ? ସେ କାଇଟା ବଲି କଇଲାନି, ଆମେ ବୁଜି ନାପାର୍ଲୁନି ।”
18 Diziam pois: Que quer dizer isto: Um pouco? Não compreendemos o que ele está dizendo.
19 ସେମନ୍ ମକେ ପାଚାର୍ବାକେ ମନ୍ କଲାଇନି ବଲି ଜିସୁ ଜାନିକରି ସେମନ୍କେ କଇଲା, “ଚନେକ୍ ଗାଲେ ତମେ ଆରି ମକେ ଦେକି ନାପାରାସ୍ ଆରି ଚନେକ୍ ଗାଲାପଚେ ମକେ ଦେକ୍ସା ବଲି କଇଲା ଏ କାତା ନେଇକରି ତମର୍ ତମର୍ ବିତ୍ରେ କାଇକେ କୁଆବଲା ଅଇଲାସ୍ନି ?
19 Percebeu Jesus que o queriam interrogar, e disse-lhes: Indagais entre vós acerca disto que disse: Um pouco, e não me vereis; e outra vez um pouco, e ver-me-eis?
20 ମୁଇ ତମ୍କେ ସତ୍ କାତା କଇଲିନି, ତମେ ସାତାରି ସାତାରି କାନ୍ଦ୍ସା, ମାତର୍ ଦୁନିଆର୍ ଲକ୍ମନ୍ ସାର୍ଦା ଅଇବାଇ । ତମେ ପର୍ତୁମ୍ ଦୁକ୍ ଅଇରଇସା ମାତର୍ ତମର୍ ଦୁକ୍ ସାର୍ଦାଇ ପୁରୁନ୍ ଅଇଜାଇସି ।
20 Em verdade, em verdade, vos digo que vós chorareis e vos lamentareis, mas o mundo se alegrará; vós estareis tristes, porém a vossa tristeza se converterá em alegria.
21 ଗଟେକ୍ ମାଇଜି ନିକ ଅଇବା ବେଲା କେଟ୍ଲେ ବେସି ଦୁକ୍ ଅଇସି । କାଇକେବଇଲେ ତାର୍ ଦୁକ୍ କସ୍ଟର୍ ବେଲା କେଟିଆଚେ । ମାତର୍ ନିମାନ୍ ଅଇସାର୍ଲା ପଚେ ତାର୍ ଦୁକ୍ କସ୍ଟ ପାସ୍ରିଜାଇସି । କାଇକେ ବଇଲେ ତାର୍ତେଇଅନି ଗଟେକ୍ ପିଲା ଦୁନିଆଇ ଜନମ୍ ଅଇଲା ଆଚେ ।
21 A mulher, quando está para dar à luz, sente tristeza porque é chegada a sua hora; mas, depois de ter dado à luz a criança, já não se lembra da aflição, pelo gozo de haver um homem nascido ao mundo.
22 ସେନ୍ତାରିସେ ତମ୍କେ ମିସା ଅଇସି । ଏବେ ତମେ ଦୁକ୍ଅଇ ଆଚାସ୍, ମାତର୍ ଆରି ତରେକ୍ ମୁଇ ତମ୍କେ ଦେକାଇଅଇବି, ତାର୍ ପଚେ ତମେ ବେସି ସାର୍ଦା ଅଇସା । ଆରି କେମିସା ତମର୍ ସାର୍ଦା ତମର୍ଟାନେଅନି ଚାଡାଇ ନେଇ ନାପାରତ୍ ।
22 Assim também vós agora, na verdade, tendes tristeza; mas eu vos tornarei a ver, e alegrar-se-á o vosso coração, e a vossa alegria ninguém vo-la tirará.
23 “ସେବେଲା ତମେ ମକେ ମୁଲ୍କେ ନ ପାଚାରାସ୍ । ମୁଇ ତମ୍କେ ସତ୍ କାତା କଇଲିନି, ତମେ ମର୍ ନାଉଁ ଦାରି ବାବାକେ କାଇଟା ମିସା ମାଙ୍ଗ୍ସା ବଇଲେ ସେଟା ଦେଇସି ।
23 Naquele dia nada me perguntareis. Em verdade, em verdade vos digo que tudo quanto pedirdes ao Pai, ele vo-lo concederá em meu nome.
24 ତମେ ଏବେ ଜାକ ମର୍ ନାଉଁ ଦାରି କାଇଟା ମିସା ମାଙ୍ଗାସ୍ ନାଇତା । ଏବେ ମାଙ୍ଗା, ତେବେ ତମ୍କେ ମିଲ୍ସି । ଆରି ତମର୍ ସାର୍ଦା ପୁରାପୁରୁନ୍ ଅଇସି ।”
24 Até agora nada pedistes em meu nome; pedi, e recebereis, para que o vosso gozo seja completo.
25 “ମୁଇ ତମ୍କେ କାତା ମଲ୍କାଇ କରି ଏ ସବୁ କଇଲିନି, ଏନ୍ତି ବେଲା ଆଇସି, ତମ୍କେ ଆରି ମୁଇ କାତା ନ ମଲ୍କାଇ, ସଲ୍କେ ବାବାର୍ ବିସଇ କଇଦେବି ।
25 Disse-vos estas coisas por figuras; chega, porém, a hora em que vos não falarei mais por figuras, mas abertamente vos falarei acerca do Pai.
26 ତମେ ସେ ଦିନ୍ମନ୍କେ ମର୍ ନାଉଁ ଦାରି ପର୍ମେସର୍କେ ବେସି ବିସଇମନ୍ ମାଙ୍ଗ୍ସା । ଆରି ମୁଇ ତମର୍ ପାଇ ବାବା ପର୍ମେସରର୍ ତେଇ ଗୁଆରି କର୍ବାର୍ ଦର୍କାର୍ ନ ରଏ ।
26 Naquele dia pedireis em meu nome, e não vos digo que eu rogarei por vós ao Pai;
27 କାଇକେବଇଲେ ବାବା ତମ୍କେ ଆଲାଦ୍ କଲାନି, ସେ ତମ୍କେ ଆଲାଦ୍ କଲାନି କାଇକେବଇଲେ ତମେ ଜେନ୍ତିକି ମକେ ଆଲାଦ୍ କରି ଆଚାସ୍, ଆରି ମୁଇ ପର୍ମେସରର୍ ତେଇଅନି ଆଇଲି ଆଚି ବଲି ବିସ୍ବାସ୍ କରିଆଚାସ୍ ।
27 pois o Pai mesmo vos ama; visto que vós me amastes e crestes que eu saí de Deus.
28 ମୁଇ ବାବାର୍ଟାନେଅନି ଏ ଦୁନିଆଇ ଆସିଆଚି, ଆରି ଏବେ ମୁଇ ଏ ଦୁନିଆ ଚାଡିକରି ବାବାର୍ ଲଗେ ବାଉଡି ଗାଲିନି ।”
28 Saí do Pai, e vim ao mundo; outra vez deixo o mundo, e vou para o Pai.
29 ଜିସୁର୍ ସିସ୍ମନ୍ କଇଲାଇ, “ଏବେ ତମେ ଆମ୍କେ କାତା ମଲ୍କାଇ ନ କଇକରି ସଲ୍କେସେ କଇଲାସ୍ନି ।
29 Disseram os seus discípulos: Eis que agora falas abertamente, e não por figura alguma.
30 ତମେ ସବୁ ବିସଇ ଜାନିଆଚୁସ୍, ଏଟା ଏବେ ଆମେ ଜାନ୍ଲୁ । ଆରି କେ ତମ୍କେ ଜାନେ କି ନାଇ ବଲି, ପାଚାର୍ବାର୍ ଲଡା ନାଇ । ଏଟାର୍ପାଇ ତମେ ପର୍ମେସରର୍ଟାନେ ଅନି ଆସିଆଚୁସ୍ ବଲି ଆମେ ବିସ୍ବାସ୍ କଲୁନି ।”
30 Agora conhecemos que sabes todas as coisas, e não necessitas de que alguém te interrogue. Por isso cremos que saíste de Deus.
31 ଜିସୁ ସେମନ୍କେ କଇଲା, “ଏବେ କାଇ ତମେ ବିସ୍ବାସ୍ କଲାସ୍ନି ?
31 Respondeu-lhes Jesus: Credes agora?
32 ଦେକା, ଏନ୍ତି ବେଲା ଆଇଲାନି, ଉଁ ସେ ବେଲା କେଟ୍ଲା ଆଚେ, ତମେ ମକେ ଗଟେକ୍ ଲକ୍କେ ଚାଡି, ଏନେ ତେନେ ଅଇକରି ନିଜର୍ ନିଜର୍ ଗରେ ଉଟିପାଲାଇସା । ଏଲେମିସା ମୁଇ ଗଟେକ୍ ଲକ୍ ନାଇ, ସବୁବେଲା ମର୍ ସଙ୍ଗ୍ ବାବା ଆଚେ ।
32 Eis que vem a hora, e já é chegada, em que vós sereis dispersos cada um para o seu lado, e me deixareis só; mas não estou só, porque o Pai está comigo.
33 ଜେନ୍ତାରି କି ତମେ ମର୍ତେଇ ରଇକରି ସାନ୍ତି ପାଇସା, ସେଟାର୍ପାଇ ମୁଇ ତମ୍କେ ଏ ସବୁ ବିସଇ କଇଆଚି । ଏ ଦୁନିଆଇ ତମର୍ପାଇ ବେସି ଦୁକ୍ କସ୍ଟ ଆଚେ, ମାତର୍ ଡାଟ୍ସଙ୍ଗ୍ ରୁଆ, ମୁଇ ଦୁନିଆର୍ କାରାପ୍ ବପୁ ନସାଇକରି ଜିତିଆଚି ।”
33 Tenho-vos dito estas coisas, para que em mim tenhais paz. No mundo tereis tribulações; mas tende bom ânimo, eu venci o mundo.
Atalhos do teclado
- Capítulo anterior←
- Próximo capítulo→
- Versículo anteriork
- Próximo versículoj
- Limpar seleçãoEsc
- Esta ajuda?
Estude este capítulo no WhatsApp
Peça à IA da Bíblia Fala para explicar João 16, comparar traduções ou montar um estudo — tudo direto pelo WhatsApp.