João 19
ସତିଅର୍ ବାଟ୍ (DSO) vs ACF
1 ତାର୍ ପଚେ ପିଲାତ୍ ଜିସୁକେ ନେଇ କର୍ଡା ସଙ୍ଗ୍ ମାରା ବଲି ଆଦେସ୍ ଦେଲା ।
1 Pilatos, pois, tomou então a Jesus, e o açoitou.
2 ସନିଅମନ୍ କାଟାର୍ ମୁକୁଟ୍ ତିଆର୍ କରି ଜିସୁର୍ ମୁଣ୍ଡେ ପିନ୍ଦାଇଲାଇ ଆରି ଜାମ୍କଲି ରଙ୍ଗର୍ ପଚିଆ ଗାଗ୍ଡେ ପିନ୍ଦାଇଦେଲାଇ ।
2 E os soldados, tecendo uma coroa de espinhos, lha puseram sobre a cabeça, e lhe vestiram roupa de púrpura.
3 ସେମନ୍ ଜିସୁର୍ ଲଗେ ଆସିକରି କଇଲାଇ “ଏ ଜିଉଦିମନର୍ ରାଜା ଜୁଆର୍ ! ତୁଇ ବେସି ବରସ୍ ବଁଚ୍ !” ବଲି ତାକେ ଚାପଡ୍ ଚାପଡ୍ ମାର୍ଲାଇ ।
3 E diziam: Salve, Rei dos Judeus. E davam-lhe bofetadas.
4 ପିଲାତ୍ ଆରି ତରେକ୍ ଡାଣ୍ଡେ ବାରଇକରି ରୁଣ୍ଡିରଇଲା ଲକ୍ମନ୍କେ କଇଲା, “ଦେକା, ଏବେ ମୁଇ ତାକେ ଦସି କର୍ବାକେ କାଇ ବୁଲ୍କଲାଟା ମିଲେନାଇ । ଏଟାର୍ପାଇ ତମର୍ ଲଗେ ଆନ୍ବି । ଜେନ୍ତିକି ତମେ ଜାନ୍ବାର୍ ଆଚେ ।”
4 Então Pilatos saiu outra vez fora, e disse-lhes: Eis aqui vo-lo trago fora, para que saibais que não acho nele crime algum.
5 ସେବେଲା ଜିସୁ କାଟାର୍ ମୁକୁଟ୍ ଆରି ଜାମ୍କଲି ରଙ୍ଗର୍ ପଚିଆ ପିନ୍ଦି ଡାଣ୍ଡେ ଆଇଲା । ପିଲାତ୍ ସେମନ୍କେ କଇଲା, “ଏଦେ ଦେକା ! ଏଦେ ସେ ଲକ୍ !”
5 Saiu, pois, Jesus fora, levando a coroa de espinhos e roupa de púrpura. E disse-lhes Pilatos: Eis aqui o homem.
6 ତାକେ ଦେକ୍ଲା ଦାପ୍ରେ ମୁକିଅ ପୁଜାରିମନ୍ ଆରି ମନ୍ଦିର୍ ଜାଗୁଆଲ୍ମନ୍ ଆଉଲିଅଇକରି କଇଲାଇ, “ତାକେ କୁରୁସେ ଚଗାଆ ! ତାକେ କୁର୍ସେ ଚଗାଆ !” ବଲି । ପିଲାତ୍ କଇଲା, “ତମେ ତାକେ ନେଇକରି କୁର୍ସେ ଚଗାଆ, କାଇକେ ବଇଲେ, ମୁଇ ତାର୍ଟାନେ କାଇ ବୁଲ୍ ମିସା ଦେକିନାଇ ।”
6 Vendo-o, pois, os principais dos sacerdotes e os servos, clamaram, dizendo: Crucifica-o, crucifica-o. Disse-lhes Pilatos: Tomai-o vós, e crucificai-o; porque eu nenhum crime acho nele.
7 ଜିଉଦି ନେତାମନ୍ ତାକେ କଇଲାଇ, “ଆମର୍ ଗଟେକ୍ ନିୟମ୍ ଆଚେ । ସେ ନିୟମ୍ ଇସାବେ ଏ ମର୍ବାର୍ ଆଚେ ଆକା । କାଇକେ ବଇଲେ ସେ ନିଜେ ମୁଇ ପର୍ମେସରର୍ ପିଲା ବଲି ଦାବି କଲାଆଚେ ।”
7 Responderam-lhe os judeus: Nós temos uma lei e, segundo a nossa lei, deve morrer, porque se fez Filho de Deus.
8 ତେଇ ପିଲାତ୍ ଏ କାତା ସୁନିକରି ଅଦିକ୍ ଡରିଗାଲା ।
8 E Pilatos, quando ouviu esta palavra, mais atemorizado ficou.
9 ପିଲାତ୍ ଜିସୁକେ ଆରିତରେକ୍ ତାର୍ ମେଡେ ବାଉଡାଇ ନେଇ ପାଚାର୍ଲା, “ତୁଇ କନ୍ତିଅନି ଆସିଆଚୁସ୍ ?”
9 E entrou outra vez na audiência, e disse a Jesus: De onde és tu? Mas Jesus não lhe deu resposta.
10 ସେବେଲାଇ ପିଲାତ୍ ତାକେ କଇଲା, “ତୁଇ କାଇ ମର୍ ସଙ୍ଗ୍ କାତା ନ ଅଉସ୍ କି ? ତକେ ମୁକ୍ଲାଇବାର୍ ମର୍ ଅଦିକାର୍ ଆଚେ ଆରି କୁର୍ସେ ଚଗାଇବାର୍ ମିସା ମର୍ ଅଦିକାର୍ ଆଚେ । ଏଟା ତୁଇ ନାଜାନୁସ୍ କି ?”
10 Disse-lhe, pois, Pilatos: Não me falas a mim? Não sabes tu que tenho poder para te crucificar e tenho poder para te soltar?
11 ଜିସୁ ତାକେ କଇଲା, “ପର୍ମେସର୍ ତକେ ଦେଲାକେସେ ମର୍ ଉପ୍ରେ ତର୍ ଅଦିକାର୍ ଆଚେ, ମାତର୍ ତର୍ଟାନେ ମକେ ଜେ ସର୍ପି ଦେଲାଆଚେ, ତାର୍ ପାପ୍ ଅଦିକ୍ ଜବର୍ ।”
11 Respondeu Jesus: Nenhum poder terias contra mim, se de cima não te fosse dado; mas aquele que me entregou a ti maior pecado tem.
12 ଏ କାତା ସୁନି ପିଲାତ୍ ଜିସୁକେ ମୁକ୍ଲାଇବାକେ ଚେସ୍ଟା କଲା । ମାତର୍ ଜିଉଦି ଲକ୍ମନ୍ ଆଉଲିଅଇ କଇଲାଇ, “ତୁଇ ଜଦି ଆକେ ମୁକ୍ଲାଇସୁ ବଇଲେ, ସମ୍ରାଟର୍ ମଇତର୍ ନଉଁସ୍ । ଜେ ନିଜ୍କେ ରାଜା ବଲି ଦାବି କର୍ସି, ସେ ତାର୍ ବିରଦେ କଇଲାନି ।”
12 Desde então Pilatos procurava soltá-lo; mas os judeus clamavam, dizendo: Se soltas este, não és amigo de César; qualquer que se faz rei é contra César.
13 ପିଲାତ୍ ଜିଉଦି ନେତାମନର୍ଟାନେଅନି ଏ କାତା ସୁନିକରି ଜିସୁକେ ବାର୍କରାଇ ଆନି ପାକ୍ନାଇ ତିଆର୍ ଅଇରଇଲା ବିଚାର୍ କର୍ବା ମଣ୍ଡପେ ବସ୍ଲା । ଜନ୍ଟାକି ଇବ୍ରୁ ବାସାଇ ଗବ୍ବତା ବଲି କଇବାଇ ।
13 Ouvindo, pois, Pilatos este dito, levou Jesus para fora, e assentou-se no tribunal, no lugar chamado Litóstrotos, e em hebraico Gabatá.
14 ସେଦିନେ ନିସ୍ତାର୍ ପରବର୍ ପାଇ ତିଆର୍ ଅଇବା ଦିନ୍ ରଇଲା । ସେଟା ସେଦିନର୍ ଆଡ୍ବେଲାଇ ଅଇ ଆଇତେ ରଇଲା । ଆରି ପିଲାତ୍ ଜିଉଦିନେତାମନ୍କେ କଇଲା, “ଏଦେ ଦେକା ! ତମର୍ ରାଜା !”
14 E era a preparação da páscoa, e quase à hora sexta; e disse aos judeus: Eis aqui o vosso Rei.
15 ସେବେଲାଇ ଜିଉଦି ଲକ୍ମନ୍ ଆଉଲିଅଇ କଇଲାଇ “ତାକେ ମରାଆ !
15 Mas eles bradaram: Tira, tira, crucifica-o. Disse-lhes Pilatos: Hei de crucificar o vosso Rei? Responderam os principais dos sacerdotes: Não temos rei, senão César.
16 ସାରାସାରି ପିଲାତ୍ ଜିସୁକେ ସେମନର୍ ମନ୍ କଲା ଇସାବେ କୁର୍ସେ ଚଗାଇ ମରାଇବାକେ ସର୍ପିଦେଲା । ତାର୍ପଚେ ସନିଅମନ୍ ଜିସୁକେ ଦାରିଗାଲାଇ ।
16 Então, consequentemente entregou-lho, para que fosse crucificado. E tomaram a Jesus, e o levaram.
17 ଜିସୁ ତାର୍ ନିଜର୍ କୁର୍ସ ବଇକରି ନଅରର୍ ବାଇରେ ରଇବା କାପାଲ୍ ନାଉଁର୍ ଜାଗାଇ ଗାଲା । ଏବ୍ରି ବାସାଇ ସେ ଜାଗାକେ ଗଲ୍ଗାତା ବଲି କଇବାଇ ।
17 E, levando ele às costas a sua cruz, saiu para o lugar chamado Caveira, que em hebraico se chama Gólgota,
18 ତେଇ ସେମନ୍ ଜିସୁକେ କୁର୍ସେ ଚଗାଇଲାଇ । ତାର୍ ସଙ୍ଗ୍ ଦୁଇ ଲକ୍କେ ମିସା କୁର୍ସେ ଚଗାଇଲାଇ । ଦୁଇ ଲକ୍କେ ଦୁଇବାଟେ ଚଗାଇ ଜିସୁକେ ମଜାଇ କଲାଇ ।
18 Onde o crucificaram, e com ele outros dois, um de cada lado, e Jesus no meio.
19 ଆରି ପିଲାତ୍ ନିଜେ ଗଟେକ୍ ବରଡ୍ ଲେକି କୁର୍ସେ ଅଲାଇବାକେ ଆଦେସ୍ ଦେଲା । ସେ ବରଡ୍ତେଇ ନାଜରିତିୟ ଜିସୁ, ଜିଉଦିମନର୍ ରାଜା ବଲି ଲେକିରଇଲା ।
19 E Pilatos escreveu também um título, e pô-lo em cima da cruz; e nele estava escrito: JESUS NAZARENO, O REI DOS JUDEUS.
20 ଜିସୁକେ ଜନ୍ ଜାଗାଇ କୁର୍ସେ ଚଗାଇ ରଇଲାଇ, ସେଟା ଗଡେ ଅନି ବେସି ଦୁର୍ ନ ରଇଲା । ସେ ବର୍ଡେ ଏବ୍ରି ବାସାଇ, ଲାଟିନ୍ ବାସାଇ ଆରି ଗିରିକ୍ ବାସାଇ ଲେକାଅଇରଇଲା । ବେସି ଲକ୍ମନ୍ ତେଇ ଲେକ୍ଲାଟା ପଡ୍ଲାଇ ।
20 E muitos dos judeus leram este título; porque o lugar onde Jesus estava crucificado era próximo da cidade; e estava escrito em hebraico, grego e latim.
21 ସେବେଲା ଜିଉଦିମନର୍ ମୁକିଅ ପୁଜାରିମନ୍ ପିଲାତ୍କେ କଇଲାଇ “ ଜିଉଦିମନର୍ ରାଜା ବଲି ନ ଲେକି, ସେ ନିଜେ ମୁଇ ଜିଉଦିମନର୍ ରାଜା ବଲି କଇଲା ପାରା ଲେକ୍ ।”
21 Diziam, pois, os principais sacerdotes dos judeus a Pilatos: Não escrevas, O Rei dos Judeus, mas que ele disse: Sou o Rei dos Judeus.
22 ପିଲାତ୍ କଇଲା “ନାଇ ମୁଇ ଜନ୍ଟା ଲେକ୍ଲି ଆଚି ସେଟା ଆରି ନ ବାଦ୍ଲାଇ ।”
22 Respondeu Pilatos: O que escrevi, escrevi.
23 ଜିସୁକେ କୁର୍ସେ ଚଗାଇଲା ପଚେ, ଚାର୍ଟା ସନିଅମନ୍ ତାର୍ ପଚିଆ ନେଇ ଚାରି ବାଗ୍ କଲାଇ । ସବୁ ସନିଅମନ୍କେ ଗଟେକ୍ ଗଟେକ୍ ବାଗ୍ ମିଲ୍ଲା । ସେମନ୍ ଜିସୁ ଉପ୍ରେ ପିନ୍ଦ୍ବା ବସ୍ତର୍ ମିସା ବେଟ୍ଲାଇ । ସେ ବସ୍ତର୍ ସିଲାଇ ନ ଅଇ ଉପ୍ରେଅନି ତଲେ ଜାକ ଗଟେକ୍ସେ ରଇଲା ।
23 Tendo, pois, os soldados crucificado a Jesus, tomaram as suas vestes, e fizeram quatro partes, para cada soldado uma parte; e também a túnica. A túnica, porém, tecida toda de alto a baixo, não tinha costura.
24 ସେଟାର୍ପାଇ ସେମନ୍ ନିଜର୍ ନିଜର୍ ବିତ୍ରେ କାତା ଅଇଲାଇ । “ଆମେ ଏ ପଚିଆ ନ ଚିରିକରି ଏଟା କାକେଅଇସି ବଲି ଜାନ୍ବାକେ କେଡ୍ ପୁଟାଉଁ ।” ଜେନ୍ତିକି ସାସ୍ତରେ ଲେକାଅଇଲା କାତା ସିଦ୍ ଅଇବାକେ ଏନ୍ତି ଅଇଲା । “ମର୍ ପଚିଆ ସେମନ୍ ନିଜର୍ ନିଜର୍ ବିତ୍ରେ ବାଟା କଲାଇ, ଆରି ମୁଇ ପିନ୍ଦ୍ବା ପଚିଆର୍ ପାଇ କେଡ୍ପୁଟାଇଲାଇ ।” ସେଟାସେ ସନିଅମନ୍ କଲାଇ ।
24 Disseram, pois, uns aos outros: Não a rasguemos, mas lancemos sortes sobre ela, para ver de quem será. Para que se cumprisse a Escritura que diz: Repartiram entre si as minhas vestes, E sobre a minha vestidura lançaram sortes. Os soldados, pois, fizeram estas coisas.
25 ଜିସୁର୍ କୁର୍ସ ଲଗେ ତାର୍ ଆୟା ମରିୟମ୍, ତାର୍ ଆୟାର୍ ବଇନି, କଲ୍ପାର୍ ମାଇଜି ମରିୟମ୍ ଆରି ମଗ୍ଦଲିନି ମରିୟମ୍ ଟିଆଅଇ ରଇଲାଇ ।
25 E junto à cruz de Jesus estava sua mãe, e a irmã de sua mãe, Maria mulher de Clopas, e Maria Madalena.
26 ଜିସୁ ବେସି ଆଲାଦ୍ କର୍ବା ଗଟେକ୍ ସିସ୍ ତାର୍ ମାଆର୍ ଲଗେ ଟିଆ ଅଇରଇଲାଟା ଦେକି ଜିସୁ ତାର୍ ମାକେ କଇଲା, “ଏଦେ ଦେକା ! ତର୍ ପଅ !”
26 Ora Jesus, vendo ali sua mãe, e que o discípulo a quem ele amava estava presente, disse a sua mãe: Mulher, eis aí o teu filho.
27 ତାର୍ ପଚେ ସେ ସିସ୍କେ କଇଲା “ଏଦେ ଦେକା ! ତର୍ ଆୟା !” ସେଦିନେ ଅନି ସେ ସିସ୍ ଜିସୁର୍ ମାକେ ନିଜର୍ ଗରେ ଡାକିନେଲା ।
27 Depois disse ao discípulo: Eis aí tua mãe. E desde aquela hora o discípulo a recebeu em sua casa.
28 ଏତ୍କି ବିତ୍ରେ ଜିସୁ ସବୁ ବିସଇ ପୁରାପୁରୁନ୍ ଅଇଲାଟା ଜାନିପାର୍ଲା, ମାତର୍ ସାସ୍ତରର୍ ବବିସତ୍ କାତା ପୁରା କର୍ବାପାଇ ସେ କଇଲା “ମକେ ସସ୍ କଲାନି ।”
28 Depois, sabendo Jesus que já todas as coisas estavam terminadas, para que a Escritura se cumprisse, disse: Tenho sede.
29 ତେଇ ଗଟେକ୍ ନକିଟାନେ ଚପ୍ରା ଅଙ୍ଗୁର୍ ରସ୍ ରଇଲା । ସନିଅମନ୍ ଗଟେକ୍ ସୁତାର୍ ଗର୍ଣ୍ଡା ଚବାଲ୍ଲାଇ ଆରି ଡେଙ୍ଗ୍ ସୁଲ୍ଡାଙ୍ଗ୍ ଟିପେ ବାନ୍ଦି ଜିସୁର୍ ଟଣ୍ଡ୍ଲଗେ ଲାମାଇଦେଲାଇ ।
29 Estava, pois, ali um vaso cheio de vinagre. E encheram de vinagre uma esponja, e, pondo-a num hissopo, lha chegaram à boca.
30 ଜିସୁ ସେଟା କାଇକରି “ସାରିଗାଲାବେ ! ” ବଲି କଇଲା । ଏତ୍କି କଇକରି ତାର୍ ଆତ୍ମା ସର୍ପିଦେଲା ।
30 E, quando Jesus tomou o vinagre, disse: Está consumado. E, inclinando a cabeça, entregou o espírito.
31 ସେଦିନ୍ ନିସ୍ତାର୍ ପରବର୍ ନିଉତା ଦିନ୍ ରଇଲାଜେ, ମଲା ଗାଗଡ୍ କୁର୍ସ ଉପ୍ରେ ନ ରଏ, କାଇକେବଇଲେ ସେ ଦିନ୍ ବିସ୍ରାମ୍ବାରର୍ ସୁକଲ୍ ଦିନ୍ ରଇଲା । ସେଟାର୍ପାଇ କୁର୍ସେ ରଇବା ତିନ୍ଲକର୍ ଗଡ୍ ବାଙ୍ଗାଇକରି ବିନ୍ ଜାଗାଇ ନେଅତ୍ ବଲି ଜିଉଦିଲକ୍ମନ୍ ପିଲାତ୍କେ ଗୁଆରି କଲାଇ ।
31 Os judeus, pois, para que no sábado não ficassem os corpos na cruz, visto como era a preparação (pois era grande o dia de sábado), rogaram a Pilatos que se lhes quebrassem as pernas, e fossem tirados.
32 ସେଟାର୍ପାଇ ସନିଅମନ୍ ଜାଇ ଜିସୁର୍ ସଙ୍ଗ୍ ଚଗାଇଅଇରଇବା ଆରି ଦୁଇଲକର୍ ଗଡ୍ ବାଙ୍ଗାଇଦେଲାଇ ।
32 Foram, pois, os soldados, e, na verdade, quebraram as pernas ao primeiro, e ao outro que como ele fora crucificado;
33 ମାତର୍ ଜେଡେବେଲା ସେମନ୍ ଜିସୁର୍ ଲଗେ ଆସି ଦେକ୍ଲାଇଜେ, ସେ ମରିଜାଇରଇଲା । ସେଟାର୍ପାଇ ସେମନ୍ ତାର୍ ଗଡ୍ ବାଙ୍ଗାଅତ୍ ନାଇ ।
33 Mas, vindo a Jesus, e vendo-o já morto, não lhe quebraram as pernas.
34 ମାତର୍ ଗଟେକ୍ ସନିଅ ଚେଲ୍ ସଙ୍ଗ୍ ତାର୍ ପାଞ୍ଜ୍ରା ତଲେ ବୁସ୍ଲା ଦାପ୍ରେ ବନି ଆରି ପାନି ବାରଇଲା ।
34 Contudo um dos soldados lhe furou o lado com uma lança, e logo saiu sangue e água.
35 ଏଟା ଜେ ଦେକି ରଇଲା, ସେ ଏ ସାକି ଦେଲାଆଚେ । (ସେଟାର୍ ପାଇ ତମେ ମିସା ବିସ୍ବାସ୍ କରା । ତାର୍ ସାକିଦେଲାଟା ସତ୍ସେ । ଆରି ସେ ସତ୍କାତା କଇଲା ଆଚେ ବଲିକରି ନିଜେ ବିସ୍ବାସ୍ କର୍ସୁ ।)
35 E aquele que o viu testificou, e o seu testemunho é verdadeiro; e sabe que é verdade o que diz, para que também vós o creiais.
36 କାଇକେବଇଲେ ସାସ୍ତରର୍ ଏ ବାକିଅ ପୁରାପୁରୁନ୍ ଅଇବାପାଇ ବଲି ଏ ସବୁ ବିସଇ ଗଟ୍ଲା, “ତାର୍ ଗଟେକ୍ ଆଡ୍ ମିସା ନ ଚିଲ୍ପେ ।”
36 Porque isto aconteceu para que se cumprisse a Escritura, que diz: Nenhum dos seus ossos será quebrado.
37 ପର୍ମେସରର୍ ସାସ୍ତରେ ଆରି ଗଟେକ୍ ବାକିଅ ଏନ୍ତାରି ଆଚେ ଜାକେ ସେମନ୍ ବୁସ୍ଲାଇଆଚତ୍, ତାକେ ଦେକ୍ବାଇ ଆରି ତାର୍ ବାଟେସେ ଦେକ୍ତେ ରଇବାଇ ।
37 E outra vez diz a Escritura: Verão aquele que traspassaram.
38 ଏ ସବୁ ଗଟ୍ନା ଅଇଲା ପଚେ ଆରାମାତିଆ ଗଡର୍ ଜସେପ୍ ନାଉଁର୍ ଗଟେକ୍ ଲକ୍ ପିଲାତ୍କେ ଜିସୁର୍ ଗାଗଡ୍ ମାଙ୍ଗ୍ଲା । ଜସେପ୍ ଜିସୁର୍ ସିସ୍ ରଇଲା । ମାତର୍ ସେ ଜିଉଦି ନେତାମନ୍କେ ଡରିକରି ଜାନାଇ ନ ଅଇ ରଇତେ ରଇଲା । ପିଲାତ୍ ଜସେପ୍କେ ଜିସୁର୍ ଗାଗଡ୍ ନେ ବଇଲାକେ, ସେ ଜିସୁର୍ ମଲାଗାଗଡ୍ ଦାରି ଗାଲା ।
38 Depois disto, José de Arimatéia (o que era discípulo de Jesus, mas oculto, por medo dos judeus) rogou a Pilatos que lhe permitisse tirar o corpo de Jesus. E Pilatos lho permitiu. Então foi e tirou o corpo de Jesus.
39 ନିକଦିମ ମିସା ଜସେପର୍ ସଙ୍ଗ୍ ଗାଲା । ଏ ନିକଦିମ ଗଟେକ୍ ରାତି ଜିସୁକେ ମିସ୍ବାର୍ ଜାଇରଇଲା । ସେ ଜିସୁର୍ ଗାଗ୍ଡେ ଲାଗାଇବାକେ ଗନ୍ଦ୍ରସ୍ ଆରି ଅଙ୍ଗୁର୍ ମିସାଇଲା ବାସ୍ନା ଚିକନ୍ ତିରିସ୍ କେଜି ଆନିରଇଲା ।
39 E foi também Nicodemos (aquele que anteriormente se dirigira de noite a Jesus), levando quase cem arráteis de um composto de mirra e aloés.
40 ସେମନ୍ ଦୁଇ ଲକ୍ ମିସିକରି ଜିଉଦିମନର୍ ରିତିନିତି ଇସାବେ ଜିସୁର୍ ଗାଗଡ୍ ନେଇ ବାସ୍ନା ଦିନ୍ସୁ ସଙ୍ଗ୍, ଡେଙ୍ଗ୍ ପଚିଆ ଗୁଡିଆଇ ଦେଲାଇ ।
40 Tomaram, pois, o corpo de Jesus e o envolveram em lençóis com as especiarias, como os judeus costumam fazer, na preparação para o sepulcro.
41 ତାକେ ଜନ୍ ଜାଗାଇ କୁର୍ସେ ଚଗାଇ ରଇଲାଇ, ସେ ଜାଗାଇ ଗଟେକ୍ ବାଡ୍ ରଇଲା । ଆରି ସେ ବାଡେ ମଲା ଲକ୍ମନ୍କେ ସଙ୍ଗଇବାକେ ଗଟେକ୍ ନୁଆ ପାଆର୍ ରଇଲା । ସେ ପାଆରେ କେବେ ମିସା କାକେ ନ ସଙ୍ଗଇ ରଇଲାଇ ।
41 E havia um horto naquele lugar onde fora crucificado, e no horto um sepulcro novo, em que ainda ninguém havia sido posto.
42 ବିସ୍ରାମ୍ ବାରର୍ ନିଉତା ଦିନ୍ ଅଇରଇଲା ଆରି ସେ ପାଆର୍ ଲଗେ ରଇଲା ଜେ, ସେମନ୍ ଜିସୁର୍ ଗାଗଡ୍ ନେଇକରି ସେ ପାଆରେ ସଙ୍ଗଇଦେଲାଇ ।
42 Ali, pois (por causa da preparação dos judeus, e por estar perto aquele sepulcro), puseram a Jesus.
Atalhos do teclado
- Capítulo anterior←
- Próximo capítulo→
- Versículo anteriork
- Próximo versículoj
- Limpar seleçãoEsc
- Esta ajuda?
Estude este capítulo no WhatsApp
Peça à IA da Bíblia Fala para explicar João 19, comparar traduções ou montar um estudo — tudo direto pelo WhatsApp.