João 1
ସତିଅର୍ ବାଟ୍ (DSO) vs NVI
1 କାଇଟା ତିଆର୍ ନ ଅଇରଇଲା ପୁର୍ବେ ବାକିଅ ରଇଲା । ସେ ବାକିଅ ପର୍ମେସରର୍ ସଙ୍ଗ୍ ରଇଲା । ସେ ଆରି ପର୍ମେସର୍ ଗଟେକ୍ ରଇଲାଇ ।
1 No princípio era aquele que é a Palavra. Ele estava com Deus, e era Deus.
2 କାଇଟା ତିଆର୍ ନ ଅଇବା ଆଗ୍ତୁ ଏ ବାକିଅ ପର୍ମେସର୍ ସଙ୍ଗ୍ ରଇଲା ।
2 Ela estava com Deus no princípio.
3 ପର୍ମେସର୍ ସେ ବାକିଅ ଦେଇ ସବୁ ବିସଇ ତିଆର୍ କଲାଆଚେ । ଏ ଦୁନିଆଇ ତିଆର୍ ଅଇଲା ଗଟେକ୍ ବିସଇ ମିସା ତାର୍ଟାନେଅନି ତିଆର୍ ନ ଅଇଲାଟା ନ ରଇଲା ।
3 Todas as coisas foram feitas por intermédio dele; sem ele, nada do que existe teria sido feito.
4 ସେ ବାକିଅ ନ ସାର୍ବା ଜିବନର୍ ଦାନ୍ ଦେଲା ଆରି ସେ ଜିବନ୍ ଦୁନିଆର୍ ଲକ୍ମନ୍କେ ଉଜଲ୍ ଦେକାଇଦେଲା ।
4 Nele estava a vida, e esta era a luz dos homens.
5 ସେ ଉଜଲ୍ ଆନ୍ଦାର୍ ବିତ୍ରେ ସବୁବେଲେ ଉଜଲ୍ ଦେଇସି । ଆନ୍ଦାର୍ କେବେ ମିସା ସେ ଉଜଲ୍ ଲିବାଇ ନାପାରେ ।
5 A luz brilha nas trevas, e as trevas não a derrotaram.
6 ପର୍ମେସର୍, ଜଅନ୍ ନାଉଁର୍ ଗଟେକ୍ ଲକ୍କେ ତାର୍ କବର୍ନେଉ କରି ପାଟାଇଲା ।
6 Surgiu um homem enviado por Deus, chamado João.
7 ସେ ଲକ୍ମନ୍କେ ଉଜଲ୍ ବିସଇ କଇବାର୍ ଆସିରଇଲା । ଜେନ୍ତାରିକି ଗୁଲାଇ ଜଗତର୍ ଲକ୍ମନ୍ ତାର୍ତେଇଅନି ସେ ଉଜଲର୍ ବିସଇ ସୁନ୍ବାଇ ଆରି ବିସ୍ବାସ୍ କର୍ବାଇ ।
7 Ele veio como testemunha, para testificar acerca da luz, a fim de que por meio dele todos os homens cressem.
8 ଜଅନ୍ ନିଜେ ସେ ଉଜଲ୍ ନ ରଇଲା, ମାତର୍ ଲକ୍ମନ୍କେ ସେ ଉଜଲ୍ ବିସଇର୍ ସାକି ଦେବାକେ ଆସିରଇଲା ।
8 Ele próprio não era a luz, mas veio como testemunha da luz.
9 ସେ ସତ୍ ଏବେ ଉଜଲ୍ ଅଇଲା, ଏ ଉଜଲ୍ ଦୁନିଆଇ ଆଇଲା ଆରି ସବୁ ଲକ୍ମନର୍ ମନ୍ବିତ୍ରେ ରଇବା ଆଁକି ଡିସାଇଲା ।
9 Estava chegando ao mundo a verdadeira luz, que ilumina todos os homens.
10 ବାକିଅ ଏ ଦୁନିଆଇ ରଇଲା । ତାର୍ଟାନେଅନି ପର୍ମେସର୍ ଏ ଦୁନିଆ ତିଆର୍ କରିରଇଲେ ମିସା ଏ ଦୁନିଆର୍ ଲକ୍ମନ୍ ତାକେ ଚିନତ୍ ନାଇ ।
10 Aquele que é a Palavra estava no mundo, e o mundo foi feito por intermédio dele, mas o mundo não o reconheceu.
11 ସେ ତାର୍ ନିଜର୍ ଲକ୍ମନର୍ ଟାନେ ଆଇଲା, ମାତର୍ ତାର୍ ନିଜର୍ ଲକ୍ ଇସ୍ରାଏଲର୍ ପିଲାଜିଲା ତାକେ ନାମତ୍ନାଇ ।
11 Veio para o que era seu, mas os seus não o receberam.
12 ମାତର୍ ଜେ ଜେ ତାକେ ନାମ୍ଲାଇ, ଆରି ତାକେ ବିସ୍ବାସ୍ କଲାଇ, ସେ ଲକ୍ମନ୍କେ ପର୍ମେସରର୍ ପିଲାଜିଲା ଅଇଜିବାକେ ସେ ଅଦିକାର୍ ଦେଲା ।
12 Contudo, aos que o receberam, aos que creram em seu nome, deu-lhes o direito de se tornarem filhos de Deus,
13 ସେମନ୍ ମୁନୁସ୍ମନ୍ ମନ୍କଲା ଇସାବେ ଜନମ୍ ଅଅତ୍ନାଇ, କି ଗାଗଡର୍ ବନି ଇସାବେ ଅଅତ୍ନାଇ । ନିଜେ ପର୍ମେସର୍ ସେମନର୍ ବାବା ।
13 os quais não nasceram por descendência natural, nem pela vontade da carne nem pela vontade de algum homem, mas nasceram de Deus.
14 ଆରି ସେ ବାକିଅ ନର୍ ଲକ୍ ଅଇକରି ଆମର୍ ସଙ୍ଗ୍ ଜିଇଲା । ତାର୍ ସତ୍ ଆରି ଜିବନ୍ ଦୁକାଇବାଟା ପୁରାପୁରୁନ୍ ରଇଲା । ତାର୍ ବାବାର୍ ଗଟେକ୍ସେ ପିଲା ବଲି ସେ ମଇମା ପାଇରଇଲା । ତାର୍ ମଇମା ଆମେ ଦେକିଆଚୁ ।
14 Aquele que é a Palavra tornou-se carne e viveu entre nós. Vimos a sua glória, glória como do Unigênito vindo do Pai, cheio de graça e de verdade.
15 ଡୁବନ୍ ଦେଉ ଜଅନ୍ ଜିସୁର୍ ବିସଇ ଲକ୍ମନ୍କେ ଆକ୍ମାରି କରି ଏନ୍ତାରି କଇଲା, “ଏ ଲକର୍ ବିସଇ ମୁଇ ଏନ୍ତି କଇରଇଲି, ଜେ ମର୍ପଚେ ଆଇଲାନି, ସେ ମର୍ତେଇଅନି ବେସି ମୁକିଅ, କାଇକେବଇଲେ ମୁଇ ଜନମ୍ ଅଇବା ଆଗ୍ତୁଅନି ସେ ଆଚେ ।”
15 João dá testemunho dele. Ele exclama: "Este é aquele de quem eu falei: Aquele que vem depois de mim é superior a mim, porque já existia antes de mim".
16 “ତାର୍ ମନ୍ ବିତ୍ରେ ରଇଲା ପୁରାପୁରୁନ୍ ଜିବନ୍ ଦୁକାଇବା ତେଇଅନି ଆମେ ସବୁ ଆସିର୍ବାଦ୍ ପାଇଆଚୁ । ଉଁ, ଆସିର୍ବାଦର୍ ପଚେ ଆସିର୍ବାଦ୍ ପାଇଆଚୁ ।
16 Todos recebemos da sua plenitude, graça sobre graça.
17 କାଇକେ ବଇଲେ ପର୍ମେସର୍ ଆମ୍କେ ମସାର୍ଟାନେଅନି ନିୟମ୍ ଦେଲା ଆଚେ । ମାତର୍ ଜିସୁ କିରିସ୍ଟର୍ଟାନେଅନି ଆମ୍କେ ଜିବନ୍ ଦୁକାଇ ସତ୍ ବାଟ୍ ଆଇଲା ଆଚେ ।
17 Pois a Lei foi dada por intermédio de Moisés; a graça e a verdade vieram por intermédio de Jesus Cristo.
18 କେ ମିସା କେବେ ପର୍ମେସର୍କେ ଦେକତ୍ନାଇ । ମାତର୍ ତାର୍ ଗଟେକ୍ ବଲି ପିଲା ଜେ କି ପର୍ମେସରର୍ ସମାନ୍ ଆଚେ ଆରି ତାର୍ କଲେ ଆଚେ, ସେ ଆକା ଆମ୍କେ ତାର୍ ବିସଇ ଜାନାଇ ଦେଲା ଆଚେ ।”
18 Ninguém jamais viu a Deus, mas o Deus Unigênito, que está junto do Pai, o tornou conhecido.
19 ଜିରୁସାଲମର୍ ଜିଉଦି ନେତାମନ୍, କେତେଟା ଦରମ୍ ଗୁରୁମନ୍କେ ଆରି ଲେବି ଦଲର୍ ଲକ୍ମନ୍କେ ଡୁବନ୍ ଦେଉ ଜଅନର୍ ଲଗେ “ତମେ କେ ?” ବଲି ପାଚାର୍ବାକେ ପାଟାଇଲାଇ ।
19 Esse foi o testemunho de João, quando os judeus de Jerusalém enviaram sacerdotes e levitas para lhe perguntarem quem ele era.
20 ସେ ସତ୍ ବିସଇ କଇବାକେ ନ ନିଚିକରି, ସବୁ ଲକ୍ ବୁଜ୍ଲା ପାରା କଇଲା, “ମୁଇ କିରିସ୍ଟ ନଇ ।”
20 Ele confessou e não negou; declarou abertamente: "Não sou o Cristo".
21 ତେଇ ସେମନ୍ ପାଚାର୍ଲାଇ, “ସେନ୍ତି ବଇଲେ ତମେ କେ ତେବେ ? ବବିସତ୍ବକ୍ତା ଏଲିୟ କି ?”
21 Perguntaram-lhe: "E então, quem é você? É Elias? " Ele disse: "Não sou". "É o Profeta? " Ele respondeu: "Não".
22 ତାର୍ ପଚେ ସେମନ୍ ପାଚାର୍ଲାଇ, “ସେନ୍ତାର୍ଆଲେ ତମେ କେ ? ଆମ୍କେ ପାଟାଇଲା ଲକ୍ମନ୍କେ ଆମେ ଜାଇ, କାଇଟା ବଲି କଇବୁ, ସେଟାର୍ପାଇ ତମର୍ ନିଜର୍ ବିସଇ ଅଲପ୍ କଇଦିଆ ।”
22 Finalmente perguntaram: "Quem é você? Dê-nos uma resposta, para que a levemos àqueles que nos enviaram. Que diz você acerca de si próprio? "
23 ଜିସାୟ ବବିସତ୍ବକ୍ତା ଜେନ୍ତି କଇରଇଲା, ଜଅନ୍ ସେମନ୍କେ ସେନ୍ତି କଇଲା ।
23 João respondeu com as palavras do profeta Isaías: "Eu sou a voz do que clama no deserto: ‘Façam um caminho reto para o Senhor’ ".
24 ତାର୍ ପଚେ ପାରୁସିମନ୍ ପାଟାଇ ରଇଲା କବର୍ ନେଉମନ୍ ଜଅନ୍କେ ପାଚାର୍ଲାଇ ।
24 Alguns fariseus que tinham sido enviados
25 “ତମେ ଜଦି କିରିସ୍ଟ ନୁଆସ୍, ଏଲିୟ ନୁଆସ୍, ଆରି ବବିସତ୍ବକ୍ତା ନୁଆସ୍, କାଇକେ ଲକ୍ମନ୍କେ ଡୁବନ୍ ଦେଲାସ୍ନି ?”
25 interrogaram-no: "Então, por que você batiza, se não é o Cristo, nem Elias, nem o Profeta? "
26 ଜଅନ୍ ସେମନ୍କେ କଇଲା, “ମୁଇ ଲକ୍ମନ୍କେ ପାନିତେଇ ଡୁବନ୍ ଦେଲିନି, ଜନ୍ ଲକ୍କେ କି ତମେ ନାଜାନାସ୍, ମାତର୍ ସେ ତମର୍ ସଙ୍ଗ୍ ଆଚେ ।
26 Respondeu João: "Eu batizo com água, mas entre vocês está alguém que vocês não conhecem.
27 ସେ ମର୍ ପଚେ ଆଇଲାନି । ଆରି ତାର୍ ଗତିଦାଙ୍ଗ୍ଡା ଅଇ ତାର୍ ପାଣ୍ଡଇର୍ ପିତା ବେଟ୍ବାର୍ ମିସା ମର୍ ଅଦିକାର୍ ନାଇ ।”
27 Ele é aquele que vem depois de mim, cujas correias das sandálias não sou digno de desamarrar".
28 ଏ ଗଟ୍ନା ଜର୍ଦନ୍ ଗାଡର୍ ସେପାଟେ ବେତ୍ନି ନାଉଁର୍ ଜାଗାଇ, ଜଅନ୍ ଲକ୍ମନ୍କେ ଡୁବନ୍ ଦେଲା ବେଲା ଅଇରଇଲା ।
28 Tudo isso aconteceu em Betânia, do outro lado do Jordão, onde João estava batizando.
29 ତାର୍ ଆର୍କର୍ ଦିନେ ଜିସୁ ତାର୍ ଲଗେ ଆଇବାଟା ଦେକିକରି ଜଅନ୍ କଇଲା, “ଏଦେ ଦେକା ! ପର୍ମେସରର୍ ମେଣ୍ଡାପିଲା ଜେ କି, ଏ ଦୁନିଆର୍ ସବୁ ଲକ୍ମନର୍ ପାପର୍ ଡଣ୍ଡ୍ ବଇକରି ନେଇସି ।
29 No dia seguinte João viu Jesus aproximando-se e disse: "Vejam! É o Cordeiro de Deus, que tira o pecado do mundo!
30 ଏ ଲକର୍ ବିସଇ ମୁଇ ଆଗ୍ତୁ ଏନ୍ତି କଇରଇଲି, ମୁଇ ଆଇଲା ପଚେ ଜନ୍ ଲକ୍ ଆଇଲାନି ସେ ମର୍ତେଇଅନି ବେସି ବଡ୍ଲକ୍ ଆରି ମୁଇ ଜନମ୍ ଅଇଲା ବେସି ଆଗ୍ତୁଅନି ଆଚେ ।
30 Este é aquele a quem eu me referi, quando disse: Vem depois de mim um homem que é superior a mim, porque já existia antes de mim.
31 ମୁଇ ନିଜେ ମିସା ସେ କେ ଅଇରଇସି ବଲି ନାଜାନିରଇଲି । ମାତର୍ ଇସ୍ରାଏଲର୍ ଲକ୍ମନ୍ ତାର୍ ବିସଇ ଜାନତ୍ ବଲି ମୁଇ ପାନିତେଇ ଡୁବନ୍ ଦେବାକେ ଆସିଆଚି ।”
31 Eu mesmo não o conhecia, mas por isso é que vim batizando com água: para que ele viesse a ser revelado a Israel".
32 ତାର୍ ପଚେ ଜଅନ୍ ଆରି ଏ ସାକି ଦେଇ କଇଲା, “ସୁକଲ୍ ଆତ୍ମା ପରୁଆପାରା ଅଇକରି ସର୍ଗେଅନି ଉତ୍ରି ଆସି ତାର୍ ଉପ୍ରେ ବସ୍ବାଟା ମୁଇ ଦେକିଆଚି ।
32 Então João deu o seguinte testemunho: "Eu vi o Espírito descer do céu como pomba e permanecer sobre ele.
33 ଏଲେମିସା ସେଡ୍କିବେଲା ଜାକ ଏ ଲକ୍ ସେ ଆକା ବଲି ମୁଇ ଜାନି ନ ରଇଲି । ମାତର୍ ପାନିତେଇ ଡୁବନ୍ ଦେବାକେ ପାଟାଇରଇଲା ପର୍ମେସର୍ ମକେ କଇରଇଲା, ଜେଡେବେଲା ଗଟେକ୍ ଲକର୍ ଉପ୍ରେ ସୁକଲ୍ ଆତ୍ମା ଉତ୍ରି ଆଇବାଟା ତୁଇ ଦେକ୍ସୁ, ସେସେ ଅଇଲାନି ତୁଇ କଜ୍ବା ଲକ୍ । ସେ ଲକ୍ ସୁକଲ୍ ଆତ୍ମାଇ ଡୁବନ୍ ଦେଇସି ।
33 Eu não o teria reconhecido, se aquele que me enviou para batizar com água não me tivesse dito: ‘Aquele sobre quem você vir o Espírito descer e permanecer, esse é o que batiza com o Espírito Santo’.
34 ଏନ୍ତି ସୁକଲ୍ ଆତ୍ମା ତାର୍ ଉପ୍ରେ ଉତ୍ରି ଆଇବାଟା ମୁଇ ଦେକ୍ଲି ଆରି ସେ ପର୍ମେସରର୍ ପିଲା ବଲି ମୁଇ ତମ୍କେ ସାକିଦେଲିନି” ବଲି ଜଅନ୍ କଇଲା ।
34 Eu vi e testifico que este é o Filho de Deus".
35 ତାର୍ ଆର୍କର୍ ଦିନେମିସା ଜଅନ୍ ସେ ଜାଗାଇସେ ରଇଲା । ଆରି ତାର୍ ଦୁଇଟା ସିସ୍ମନର୍ ସଙ୍ଗ୍ ଟିଆ ଅଇରଇଲା ।
35 No dia seguinte João estava ali novamente com dois dos seus discípulos.
36 ଆରି ଜିସୁ ସେ ବାଟେ ଜିବାଟା ଜଅନ୍ ଦେକିକରି କଇଲା, “ଏଦେ ଦେକା ! ପର୍ମେସରର୍ ମେଣ୍ଡାପିଲା ଗାଲାନି ।”
36 Quando viu Jesus passando, disse: "Vejam! É o Cordeiro de Deus! "
37 ଜଅନର୍ ଦୁଇଟା ସିସ୍ମନ୍ ତାର୍ କାତା ସୁନି, ଜିସୁର୍ ପଚେ ପଚେ ଗାଲାଇ ।
37 Ouvindo-o dizer isso, os dois discípulos seguiram a Jesus.
38 ଜିସୁ ପାସ୍ଲିକରି ଦେକ୍ବା ବେଲେ ସେ ଦୁଇଟା ସିସ୍ମନ୍ ତାର୍ ପଚେ ପଚେ ଜିବାଟା ଦେକି ସେମନ୍କେ ପାଚାର୍ଲା ତମେ କାଇଟା କଜ୍ଲାସ୍ନି ? ସେମନ୍ ଜିସୁକେ କଇଲାଇ, “ରାବି ତମେ କନ୍ ଜାଗାଇ ରଇଲାସ୍ନି ?” ରାବିର୍ ଅରତ୍ ଅଇଲାନି ସିକାଇ ଦେବା ଗୁରୁ ।
38 Voltando-se e vendo Jesus que os dois o seguiam, perguntou-lhes: "O que vocês querem? " Eles disseram: "Rabi", ( que significa Mestre ), "onde estás hospedado? "
39 ଜିସୁ ସେମନ୍କେ କଇଲା, “ମର୍ ସଙ୍ଗ୍ ଆସା ମୁଇ ରଇବା ଜାଗା ଦେକ୍ସା ।” ସେଟାର୍ ପାଇ ସେମନ୍ ତାର୍ ସଙ୍ଗ୍ ଜାଇ ସେ ରଇବା ଜାଗା ଦେକ୍ଲାଇ । ଆରି ସେ ଦିନେ ତାର୍ ସଙ୍ଗ୍ ରଇଲାଇ । ସେବେଲା ସଞ୍ଜୁଆ ଚାର୍ଟା ଅଇରଇଲା ।
39 Respondeu ele: "Venham e verão". Então foram, por volta das quatro horas da tarde, viram onde ele estava hospedado e passaram com ele aquele dia.
40 ତାକର୍ ବିତ୍ରେଅନି ଗଟେକ୍ ଲକ୍ ଅଇଲାନି ସିମନ୍ ପିତରର୍ ବାଇ, ଆନ୍ଦ୍ରିୟ ।
40 André, irmão de Simão Pedro, era um dos dois que tinham ouvido o que João dissera e que haviam seguido a Jesus.
41 ସେ ଦାପ୍ରେ ସେ ତାର୍ ବାଇ ସିମନ୍ ପିତର୍କେ କଜିକରି ବେଟ୍ ପାଇ କଇଲା, “ପର୍ମେସର୍ ବାଚି ପାଟାଇଲା ମସିଅକେ ଆମେ ବେଟ୍ପାଇଲୁ ।”
41 O primeiro que ele encontrou foi Simão, seu irmão, e lhe disse: "Achamos o Messias" ( isto é, o Cristo ).
42 ତାର୍ ପଚେ ଆନ୍ଦ୍ରିୟ ସିମନ୍ପିତର୍କେ ଜିସୁର୍ ଲଗେ ଡାକି ଆନ୍ଲା । ଜିସୁ ତାକେ ଦେକି କଇଲା, “ତମେ ସିମନ୍, ଜଅନର୍ ପିଲା ଏବେଅନି ତକେ କେପା ବଲି ଡାକ୍ବାଇ ।” କେପାର୍ ଅରତ୍ ଅଇଲାନି ପିତର୍ ଆରି ପିତରର୍ ଅରତ୍ ଅଇଲାନି ରାଙ୍ଗ୍ନି ପାକ୍ନା ।
42 E o levou a Jesus. Jesus olhou para ele e disse: "Você é Simão, filho de João. Será chamado Cefas" ( que significa Pedro ).
43 ତାର୍ ଆରକର୍ ଦିନେ ଜିସୁ ଗାଲିଲି ଦେସେ ଜିବାକେ ମନ୍ କଲା । ଆରି ସେ ଜିବା ବେଲେ ପିଲିପ୍କେ ବେଟ୍ପାଇ ତାକେ କଇଲା, “ମର୍ ସଙ୍ଗ୍ ଆଉ ।”
43 No dia seguinte Jesus decidiu partir para a Galiléia. Quando encontrou Filipe, disse-lhe: "Siga-me".
44 ଆନ୍ଦ୍ରିୟ ଆରି ପିତର୍ ପାରା ପିଲିପ୍ ମିସା ବେତ୍ସାଇଦା ଗଡର୍ ଲକ୍ ରଇଲା ।
44 Filipe, como André e Pedro, era da cidade de Betsaida.
45 ପିଲିପ୍ ନିତନିଏଲ୍କେ ବେଟ୍ ପାଇ କଇଲା, “ଜନ୍ ଲକର୍ ବିସଇ ମସାର୍ ନିୟମେ ଲେକିରଇଲା ଆରି ବବିସତ୍ବକ୍ତାମନ୍ ଲେକି ଆଚତ୍, ଆମେ ତାକେ ଦେକ୍ଲୁ ଆଚୁ । ସେ ଜସେପର୍ ପିଲା ନାଜରିତ୍ ଗଡର୍ ଜିସୁ ।”
45 Filipe encontrou Natanael e lhe disse: "Achamos aquele sobre quem Moisés escreveu na Lei, e a respeito de quem os profetas também escreveram: Jesus de Nazaré, filho de José".
46 ନିତନିଏଲ୍ ପିଲିପ୍କେ ପାଚାର୍ଲା, “ନାଜରିତ୍ ଗଡେଅନି କାଇଆଲେ ନିକ ବିସଇ ଆଇସି କି ?”
46 Perguntou Natanael: "Nazaré? Pode vir alguma coisa boa de lá? " Disse Filipe: "Venha e veja".
47 ଜିସୁ ନିତନିଏଲ୍କେ ତାର୍ ଲଗେ ଆଇବାଟା ଦେକି ତାର୍ ବିସଇ ନେଇ କଇଲା, “ଏଦେ ଦେକା ! ଏ ଗଟେକ୍ ଇସ୍ରାଏଲର୍ ସତ୍ ଲକ୍, ଏ ଲକର୍ତେଇ କାଇମିସା କୁଟ୍କପଟ୍ ନାଇ ।”
47 Ao ver Natanael se aproximando, disse Jesus: "Aí está um verdadeiro israelita, em quem não há falsidade".
48 ନିତନିଏଲ୍ ଜିସୁକେ ପାଚାର୍ଲା “ମକେ କେନ୍ତି ଜାନୁସ୍ ?” ଜିସୁ କଇଲା, “ପିଲିପ୍ ତମ୍କେ ଡାକ୍ବା ଆଗ୍ତୁ ମୁଇ ତକେ ଡୁମ୍ରି ଗଚ୍ ତଲେ ଦେକି ରଇଲି ।”
48 Perguntou Natanael: "De onde me conheces? " Jesus respondeu: "Eu o vi quando você ainda estava debaixo da figueira, antes de Filipe o chamar".
49 ତାର୍ ପଚେ ନିତନିଏଲ୍ ଜିସୁକେ କଇଲା, “ଏ ଗୁରୁ, ତମେ ପର୍ମେସରର୍ ପିଲା ଆରି ଇସ୍ରାଏଲର୍ ରାଜା !”
49 Então Natanael declarou: "Mestre, tu és o Filho de Deus, tu és o Rei de Israel! "
50 ଜିସୁ ତାକେ କଇଲା, “ମୁଇ ତକେ ଡୁମ୍ରି ଗଚ୍ ତଲେ ଟିଆଅଇଲାଟା ଦେକ୍ଲି ବଲି କଇଲାକେ ବିସ୍ବାସ୍ କଲୁସ୍ନି କି ? ଇତିଅନି ଆରି ଅଦିକ୍ ବଡ୍ ବଡ୍ କାବା ଅଇଜିବା ବିସଇମନ୍ ଦେକ୍ସୁ ।”
50 Jesus disse: "Você crê porque eu disse que o vi debaixo da figueira. Você verá coisas maiores do que essa! "
51 ଜିସୁ ଆରି ତରେକ୍ କଇଲା, “ମୁଇ ତକେ ସତ୍କାତା କଇଲିନି, ସରଗ୍ ଉଗାଡି ଅଇଜାଇ ନର୍ପିଲା ମର୍ ଉପ୍ରେ, ପର୍ମେସରର୍ ଦୁତ୍ମନ୍ ଚଗି ଜିବାଟା ଆରି ଉତ୍ରି ଆଇବାଟା ତମେ ଦେକ୍ସା ।”
51 E então acrescentou: "Digo-lhes a verdade: Vocês verão o céu aberto e os anjos de Deus subindo e descendo sobre o Filho do homem".
Atalhos do teclado
- Capítulo anterior←
- Próximo capítulo→
- Versículo anteriork
- Próximo versículoj
- Limpar seleçãoEsc
- Esta ajuda?
Estude este capítulo no WhatsApp
Peça à IA da Bíblia Fala para explicar João 1, comparar traduções ou montar um estudo — tudo direto pelo WhatsApp.