João 2
ସତିଅର୍ ବାଟ୍ (DSO) vs VC
1 ଦୁଇ ଦିନ୍ ପଚେ ଗାଲିଲି ଦେସର୍ କାନା ନାଉଁର୍ ଗଡେ ଗଟେକ୍ ବିବା ଅଇତେ ରଇଲା । ସେ ବିବାତେଇ ଜିସୁର୍ ମାଆ ମରିୟମ୍ ରଇଲା ।
1 Três dias depois, celebravam-se bodas em Caná da Galiléia, e achava-se ali a mãe de Jesus.
2 ଜିସୁ ଆରି ତାର୍ ସିସ୍ମନ୍କେ ମିସା ସେ ବିବାତେଇ ଡାକି ରଇଲାଇ ।
2 Também foram convidados Jesus e os seus discípulos.
3 ବଜି ନ ସାର୍ତେ ଅଙ୍ଗୁର୍ ରସ୍ ସାରିଗାଲାକେ ଜିସୁର୍ ମାଆ ଆସି ତାକେ କଇଲା, “ସେମନର୍ ଅଙ୍ଗୁର୍ ରସ୍ ସାରିଗାଲାବେ ।”
3 Como viesse a faltar vinho, a mãe de Jesus disse-lhe: Eles já não têm vinho.
4 ଜିସୁ ତାକେ କଇଲା, “ଏ ମାଆ, ମର୍ଟାନେ ତର୍ କାଇଟା ଆଚେ ? ତୁଇ ମକେ କାଇଟା ମିସା କର୍ବାକେ କଅ ନାଇ । ମର୍ ବେଲା ଏବେ ଜାକ ଆସେ ନାଇତା ।”
4 Respondeu-lhe Jesus: Mulher, isso compete a nós? Minha hora ainda não chegou.
5 ଜିସୁର୍ ମା ବାଣ୍ଡାର୍ଗରିଆମନ୍କେ କଇଲା, “ଜିସୁ ତମ୍କେ ଜାଇଟା କଇସି ସେଟା କରା ।”
5 Disse, então, sua mãe aos serventes: Fazei o que ele vos disser.
6 ସେ ଜାଗାଇ ବଡ୍ ବଡ୍ ପାକ୍ନା ସଙ୍ଗ୍ ତିଆର୍ କଲା ଚଅଟା କୁଣ୍ଡ୍ ରଇଲା । ଜିଉଦି ଲକ୍ମନ୍ ସୁକଲ୍ ଅଇବାକେ ସେମନର୍ ରିତିନିତି ଇସାବେ ଏ କୁଣ୍ଡର୍ ପାନି କାମେ ଲାଗାଇତେ ରଇଲାଇ । ଗଟେକ୍ ଗଟେକ୍ କୁଣ୍ଡେ ସଏ ଲିଟର୍ ଲାକା ପାନି ଦାର୍ତେ ରଇଲା ।
6 Ora, achavam-se ali seis talhas de pedra para as purificações dos judeus, que continham cada qual duas ou três medidas.
7 ଜିସୁ ବାଣ୍ଡାର୍ଗରିଆମନ୍କେ “ସେ କୁଣ୍ଡ୍ମନ୍କେ ପାନି ବର୍ତି କରା” ବଲି କଇଲା ଆରି ସେମନ୍ ସେ ସବୁ କୁଣ୍ଡେ ପାନି ବର୍ତି କଲାଇ ।
7 Jesus ordena-lhes: Enchei as talhas de água. Eles encheram-nas até em cima.
8 ତାର୍ ପଚେ ଜିସୁ ସେମନ୍କେ ତେଇର୍ ପାନି ଡୁମିନେଇ ବଜି ଦାଇତେ ରଇଲା ଲକ୍କେ ଦିଆସ୍ ବଲି କଇଲା । ସେମନ୍ ତେଇର୍ ପାନି ଡୁମି ନେଇ ତାକେ ଦେଲାଇ ।
8 Tirai agora , disse-lhes Jesus, e levai ao chefe dos serventes. E levaram.
9 ମାତର୍ ସେ ସବୁ ପାନି ଅଙ୍ଗୁର୍ ରସ୍ ଅଇଜାଇରଇଲା । ବଜି ଦାଇତେ ରଇଲା ଲକ୍ ଅଙ୍ଗୁର୍ ରସ୍ କନ୍ତିଅନି ବଲି ଜାନି ନ ରଇଲା । ମାତର୍ ସେ ପାନି ଡୁମି ନେଲା ଲକ୍ମନ୍ ଜାନି ରଇଲାଇ, ପଚେ ସେ ଲକ୍ ଚାକି କରି ଏ ରସ୍ କନ୍ତିଅନି ଆନ୍ଲାଇ ବଲି ବିବା ଅଇବା ଦାଙ୍ଗ୍ଡାକେ ଡାକି ପାଚାର୍ଲା,
9 Logo que o chefe dos serventes provou da água tornada vinho, não sabendo de onde era {se bem que o soubessem os serventes, pois tinham tirado a água}, chamou o noivo
10 “ଲକ୍ମନ୍ ସବୁ ବେଲା ପର୍ତୁମ୍ ପର୍ତୁମ୍ କାଇବାକେ ନିମାନ୍ ଅଙ୍ଗୁର୍ ରସ୍ ଦେବାଇ । ଆରି ଗତିଆ ଲକ୍ମନ୍ କାଇ ପୁରୁନ୍ ଅଇଲା ପଚେ ଚପ୍ରାଟା ଦେବାଇ । ମାତର୍ ତମେ ଏବେ ସାରାସାରି ଜାକ ନିମାନ୍ ଅଙ୍ଗୁର୍ ରସ୍ କନ୍ତି ସଙ୍ଗଇ ରଇଲାସ୍ ?” ପାନି ବର୍ତିରଇବା ପାକ୍ନା ସଙ୍ଗେ ତିଆର୍ ଅଇଲା କୁଣ୍ଡ୍|alt="Filling water in the stone jars" src="lb00135c.tif" size="col" copy="Horace Knowles ©" ref="୨:୭"
10 e disse-lhe: É costume servir primeiro o vinho bom e, depois, quando os convidados já estão quase embriagados, servir o menos bom. Mas tu guardaste o vinho melhor até agora.
11 ଏଟା ଜିସୁ ପର୍ତୁମ୍ କଲା କାବାଅଇଜିବା କାମ୍ । ସେଟା ଗାଲିଲି ଦେସର୍ କାନା ନଅରେ କରିରଇଲା । ଏନ୍ତି କରି ତାର୍ ମଇମା ଦେକାଇଲା ଆରି ତାର୍ ସିସ୍ମନ୍ ତାକେ ବିସ୍ବାସ୍ କଲାଇ ।
11 Este foi o primeiro milagre de Jesus; realizou-o em Caná da Galiléia. Manifestou a sua glória, e os seus discípulos creram nele.
12 ତାର୍ ପଚେ ଜିସୁ, ତାର୍ ମାଆ ତାର୍ ବାଇମନ୍ ଆରି ତାର୍ ସିସ୍ମନର୍ ସଙ୍ଗ୍ କପର୍ନାଉମ୍ ଗଡେ ଜାଇ ତେଇ କେତେ ଦିନ୍ ପାରା ରଇଲାଇ ।
12 Depois disso, desceu para Cafarnaum, com sua mãe, seus irmãos e seus discípulos; e ali só demoraram poucos dias.
13 ସେ ବେଲା ଜିଉଦି ଲକ୍ମନର୍ ନିସ୍ତାର୍ ପରବ୍ କେଟି ଆଇତେ ରଇଲା । ସେଟାର୍ପାଇ ଜିସୁ ଜିରୁସାଲମେ ଗାଲା ।
13 Estava próxima a Páscoa dos judeus, e Jesus subiu a Jerusalém.
14 ତେଇ ସେ ମନ୍ଦିର୍ ବିତ୍ରେ, ଲକ୍ମନ୍ ଗରୁଗାଇ ମେଣ୍ଡା, ଆରି ପାରୁଆମନ୍ ବେବାର୍ କର୍ବାଟା, ଆରି ବିନ୍ ଦେସର୍ ଡାବୁ ବାଦ୍ଲାଉମନ୍ ସେମନର୍ ଟେବୁଲେ ବସିରଇଲାଟା ଦେକ୍ଲା ।
14 Encontrou no templo os negociantes de bois, ovelhas e pombas, e mesas dos trocadores de moedas.
15 ତେଇ ଜିସୁ କସିରା ସଙ୍ଗ୍ କର୍ଡା ତିଆର୍ କରି ମେଣ୍ଡା ଆରି ଗରୁମନର୍ ସଙ୍ଗ୍ ସବୁ ଲକ୍ମନ୍କେ ମନ୍ଦିରେଅନି ବାର୍କରାଇ ଦେଲା । ଆରି ଲକ୍ମନର୍ତେଇ ଅନି ବାଦ୍ଲାଇ ନେବା ଡାବୁ ସବୁ ବିଚିଦେଇ ସେମନର୍ ଟେବୁଲ୍ ପାସ୍ଲାଇ ଦେଲା ।
15 Fez ele um chicote de cordas, expulsou todos do templo, como também as ovelhas e os bois, espalhou pelo chão o dinheiro dos trocadores e derrubou as mesas.
16 ପରୁଆ ବିକ୍ବା ଲକ୍ମନ୍କେ କଇଲା, “ଏ ସବୁ ଦିନ୍ସୁ ଇତିଅନି ଦାରିଜା । ମର୍ ବାବାର୍ ଗରେ ଗେନା ବିକା ଜାଗା ପାରା କରାନାଇ ।”
16 Disse aos que vendiam as pombas: Tirai isto daqui e não façais da casa de meu Pai uma casa de negociantes.
17 ଏ ସବୁ ଗଟ୍ନା ଅଇବାବେଲେ ଜିସୁର୍ ସିସ୍ମନ୍ ପର୍ମେସରର୍ ସାସ୍ତରେ ଲେକାଅଇଲା ଗଟେକ୍ ବାକିଅ ଏତାଇଲାଇ । ତମର୍ ଗରର୍ ପାଇ ରଇବା ମର୍ ବକ୍ତି, ମର୍ ମନ୍ ବିତ୍ରେ ଜଇ ଲାଗ୍ଲା ପାରା ଲାଗ୍ଲାନି ।
17 Lembraram-se então os seus discípulos do que está escrito: O zelo da tua casa me consome {Sl 68,10}.
18 ତେଇ ଜିଉଦି ନେତାମନ୍ ଜିସୁର୍ ଲଗେ ବାଉଡି ଆସି ଏନ୍ତାରି କଇଲାଇ । “ତୁଇ ଏନ୍ତାରି ସବୁ କାମ୍ କର୍ବାକେ ଅଦିକାର୍ ପାଇଆଚୁସ୍ ବଲି ଆମେ କେନ୍ତି ଜାନ୍ବୁ ଆରି କାଇ ଚିନର୍ଲାଗି ଆମ୍କେ ସେଟା ଦେକାଇଲୁସ୍ନି ?”
18 Perguntaram-lhe os judeus: Que sinal nos apresentas tu, para procederes deste modo?
19 ଜିସୁ ସେମନ୍କେ କଇଲା, “ତମେ ଏ ମନ୍ଦିର୍ ବସ୍ଲାଇ ଦିଆସ୍ । ସେଟା ମୁଇ ତିନ୍ଦିନ୍ ବିତ୍ରେ ଆରିତରେକ୍ ତିଆର୍ କରିଦେବି ।”
19 Respondeu-lhes Jesus: Destruí vós este templo, e eu o reerguerei em três dias.
20 ଜିସୁର୍ ଏ କାତା ସୁନି ସେମନ୍ କଇଲାଇ, “କାଇଟା ! ତିନ୍ଦିନ୍ ବିତ୍ରେ ତୁଇ ତିଆର୍ କରି ପାରୁସ୍ କି ? ଏ ମନ୍ଦିର୍ ତିଆର୍ କର୍ବାକେ ଚାଲିସ୍ ଚଅ ବରସ୍ ଲାଗିରଇଲା ।”
20 Os judeus replicaram: Em quarenta e seis anos foi edificado este templo, e tu hás de levantá-lo em três dias?!
21 ମାତର୍ ଜିସୁ ତାର୍ ନିଜର୍ ଗାଗଡର୍ ବିସଇ ମନ୍ଦିର୍କେ ଦେକାଇ କରି ଏ କାତା କଇରଇଲା ।
21 Mas ele falava do templo do seu corpo.
22 ସେ ମରିକରି ଆରିତରେକ୍ ଜିବନ୍ ଅଇ ଉଟ୍ଲା ପଚେ ସିସ୍ମନର୍ ମନେ ପଡ୍ଲା ଜେ, ସେ ଏନ୍ତାରି କଇରଇଲା । ତେବର୍ପାଇ ସେମନ୍ ଦରମ୍ ସାସ୍ତର୍ ଆରି ଜିସୁର୍ ବାକିଅ ବିସ୍ବାସ୍ କଲାଇ ।
22 Depois que ressurgiu dos mortos, os seus discípulos lembraram-se destas palavras e creram na Escritura e na palavra de Jesus.
23 ନିସ୍ତାର୍ ପରବ୍ବେଲେ ଜିସୁ ଜିରୁସାଲାମ୍ ରଇଲାବେଲେ କେତେକ୍ କେତେକ୍ ଲକ୍ ସେ କରିରଇବା କାବା ଅଇଜିବା କାମ୍ମନ୍ କଲାଟା ଦେକି ତାକେ ବିସ୍ବାସ୍ କଲାଇ ।
23 Enquanto Jesus celebrava em Jerusalém a festa da Páscoa, muitos creram no seu nome, à vista dos milagres que fazia.
24 ମାତର୍ ଜିସୁ ସେ ଲକ୍ମନ୍ ବିସ୍ବାସ୍ କରିରଇବାଟା ସତ୍ବଲି ବାବେନାଇ । କାଇକେ ବଇଲେ ସେ ସବୁ ଲକର୍ ବିସଇ ସେ ନିକସଙ୍ଗ୍ ଜାନି ରଇଲା ।
24 Mas Jesus mesmo não se fiava neles, porque os conhecia a todos.
25 ଲକ୍ମନର୍ ବିସଇନେଇକରି ତାକେ, କେ ମିସା କାଇଟାବଲି କଇବାର୍ ଦର୍କାର୍ ନ ରଇଲା, କାଇକେବଇଲେ ସେ ତାକର୍ ମନ୍ ବିତ୍ରର୍ କାତା, ନିଜେ ଜାନି ରଇଲା ।
25 Ele não necessitava que alguém desse testemunho de nenhum homem, pois ele bem sabia o que havia no homem.
Atalhos do teclado
- Capítulo anterior←
- Próximo capítulo→
- Versículo anteriork
- Próximo versículoj
- Limpar seleçãoEsc
- Esta ajuda?
Estude este capítulo no WhatsApp
Peça à IA da Bíblia Fala para explicar João 2, comparar traduções ou montar um estudo — tudo direto pelo WhatsApp.