João 5
ସତିଅର୍ ବାଟ୍ (DSO) vs NTLH
1 ତାର୍ ପଚେ ଜିଉଦିମନର୍ ଗଟେକ୍ ମୁକିଅ ପରବ୍ ରଇଲା । ସେଟାର୍ ପାଇ ଜିସୁ ଜିରୁସାଲାମ୍ ଗାଲା ।
1 Depois disso, houve uma festa dos judeus, e Jesus foi até Jerusalém.
2 ଜିରୁସାଲାମର୍ ମେଣ୍ଡା ଦୁଆର୍ ଲଗେ ଗଟେକ୍ ବନ୍ଦ୍ ରଇଲା । ସେଟାକେ ଏବ୍ରି ବାସାଇ ବେତେସ୍ଦା ବଲି କଇବାଇ । ତେଇ ପାଁଚ୍ଟା ମଣ୍ଡପ୍ ରଇଲା ।
2 Ali existe um tanque que tem cinco entradas e que fica perto do Portão das Ovelhas. Em hebraico esse tanque se chama “Betezata”.
3 ସେ ମଣ୍ଡପ୍ ମନର୍ଟାନେ କେତେକ୍ କେତେକ୍ ଜର୍ଦୁକା ଅଇଲା ଲକ୍ମନ୍ ରଇତେ ରଇଲାଇ । ରଗିମନର୍ ବିତ୍ରେଅନି କାଣା, ଚଟା, ଆରି କେତେକ୍ ଅଦୁଆ ରଗିମନ୍ ରଇଲାଇ ।
3 Perto das entradas estavam deitados muitos doentes: cegos, aleijados e paralíticos. [Esperavam o movimento da água,
4 କାଇକେବଇଲେ କେଡେ କେଡେବଲ୍ ପର୍ମେସରର୍ ଗଟେକ୍ ଦୁତ୍ ଆସିକରି ସେ ବନ୍ଦର୍ ପାନି ଅଲ୍କା କର୍ତେ ରଇଲା । ଆରି ସେ ଅଲ୍କା ଅଇଲାପଚେ, ଜନ୍ ଲକ୍ ପର୍ତୁମ୍ ଜାଇତେ ରଇଲା, ତାକେ କାଇ ରଗ୍ ଅଇରଇଲେ ମିସା ନିମାନ୍ ଅଇଜାଇତେରଇଲା ।
4 porque de vez em quando um anjo do Senhor descia e agitava a água. O primeiro doente que entrava no tanque depois disso sarava de qualquer doença.]
5 ତାକର୍ ବିତ୍ରେ ତିରିସ୍ ଆଟ୍ ବରସ୍ ଜାକ ଡୁଲିରଇବା ଗଟେକ୍ ରଗି ଲକ୍ ରଇଲା ।
5 Entre eles havia um homem que era doente fazia trinta e oito anos.
6 ତେଇ ଜିସୁ ସେ ରଗି ଡୁଲିରଇବାଟା ଦେକି, ଏ ଲକ୍ ବେସି ବରସର୍ ରଗି ବଲି ଜାନି ତାକେ ପାଚାର୍ଲା “ତମେ କାଇ ନିମାନ୍ ଅଇବାକେ ମନ୍ କଲାସ୍ନି କି ?”
6 Jesus viu o homem deitado e, sabendo que fazia todo esse tempo que ele era doente, perguntou:
7 ସେ ରଗି ଲକ୍ ଜିସୁକେ କଇଲା, “ଏ ଆଗିଆଁ ପାନି ଅଲ୍କା କଲାବେଲେ, ସେ ବନ୍ଦ୍ ବିତ୍ରେ ମକେ ନେବାକେ କେ ନାଇ । ଆରି ବନ୍ଦ୍ ବିତ୍ରେ ଜିବାକେ ଚେସ୍ଟା କଲାବେଲେ ବିନ୍ ଲକ୍ ମର୍ ଆଗ୍ତୁ ଉଟିଜିବାଇ ।”
7 Ele respondeu: — Senhor, eu não tenho ninguém para me pôr no tanque quando a água se mexe. Cada vez que eu tento entrar, outro doente entra antes de mim.
8 ଜିସୁ ତାକେ କଇଲା, “ଉଟି ଟିଆଅ, ଆରି ତର୍ ଟାଟି ଦାରି ଇଣ୍ଡିଜା ।”
8 Então Jesus disse:
9 ସେ ଦାପ୍ରେ ସେ ଲକ୍ ନିମାନ୍ ଅଇଗାଲା ଆରି ନିଜର୍ ଟାଟି ଦାରିକରି ଇଣ୍ଡ୍ବାର୍ ଦାର୍ଲା । ସେ ଦିନ୍ ବିସ୍ରାମ୍ବାର୍ ରଇଲା ।
9 No mesmo instante, o homem ficou curado, pegou a cama e começou a andar. Isso aconteceu no sábado.
10 ସେଟାର୍ପାଇ ଜିଉଦି ନେତାମନ୍, ନିମାନ୍ ଅଇଲା ରଗିକେ କଇବାର୍ ଦାର୍ଲାଇ, “ଆଜି ବିସ୍ରାମ୍ ଦିନେ, ତୁଇ ଟାଟି ଦାରି ଜିବାଟା ଆମର୍ ନିୟମ୍ ନାଇ ।”
10 Por isso os líderes judeus disseram a ele: — Hoje é sábado, e a nossa
11 ମାତର୍ ସେ ଲକ୍ ସେମନ୍କେ କଇଲା, “ଜେ ମକେ ନିମାନ୍ କଲା ସେ ମକେ ତମର୍ ଟାଟିଦାରିକରି ଜା ବଲି କଇଲାଆଚେ ।”
11 Ele respondeu: — O homem que me curou me disse: “Pegue a sua cama e ande.”
12 ସେମନ୍ ତାକେ ପାଚାର୍ଲାଇ, “ଜେ ତକେ ଟାଟି ଦାରି ଜା ବଲି କଇଲା, ସେ ଲକ୍ କେ ?”
12 Eles perguntaram: — Quem é o homem que mandou você fazer isso?
13 ମାତର୍ ସେ ନିମାନ୍ ଅଇଲା ଲକ୍ ଜିସୁ କେ ବଲି ଚିନି ନରଇଲା, କାଇକେ ବଇଲେ ସେ ଜାଗାଇ ବେସି ଲକ୍ମନ୍ ରଇଲାଇଜେ, ଜିସୁ ତେଇଅନି ବିନେ ପିସ୍ଲି ଉଟିଜାଇରଇଲା ।
13 Mas ele não sabia quem tinha sido, pois Jesus havia ido embora por causa da multidão que estava ali.
14 ତାର୍ ପଚେ ଜିସୁ ସେ ନିକ ଅଇଲା ଲକ୍କେ ମନ୍ଦିର୍ ବିତ୍ରେ ଦେକିକରି କଇଲା, “ଦେକ୍ ଏବେ ତୁଇ ନିକ ଅଇଜାଇଆଚୁସ୍ । ତୁଇ ଆରି ପାପ୍ କାମ୍ କର୍ନାଇ । ନଇଲେ ତକେ ଆରି ଅଦିକ୍ ଦୁକ୍ କସ୍ଟ ଆଇସି ମିସା ।”
14 Mais tarde Jesus encontrou o homem no pátio do Templo e disse a ele:
15 ତାର୍ ପଚେ ସେ ନିକ ଅଇଲା ଲକ୍ ଜିଉଦି ନେତାମନର୍ ଲଗେ ଜାଇକରି, “ଜେ ତାକେ ନିକ କରିରଇଲା, ସେ ଜିସୁ” ବଲି କଇଲା ।
15 O homem saiu dali e foi dizer aos líderes judeus que quem o havia curado tinha sido Jesus.
16 ଏ ନିମାନ୍ କାମ୍ କଲାଟା, ବିସ୍ରାମ୍ ବାରେ ଅଇରଇଲା ଜେ, ଜିଉଦି ନେତାମନ୍ ଜିସୁକେ ଦୁକ୍କସ୍ଟ ଦେବାର୍ ବସ୍ଲାଇ ।
16 Então eles começaram a perseguir Jesus porque ele havia feito essa cura no sábado.
17 ମାତର୍ ଜିସୁ ସେମନ୍କେ କଇଲା, “ମର୍ବାବା ପର୍ମେସର୍ ସବୁବେଲା କାମ୍କଲାନି, ମୁଇ ମିସା ସେନ୍ତି କାମ୍ କଲିନି ।”
17 Então Jesus disse a eles:
18 ଜିସୁ ଏନ୍ତି କଇରଇଲାଜେ ଜିଉଦି ନେତାମନ୍ ତାକେ ମରାଇବାକେ ଅଦିକ୍ ଚେସ୍ଟା କଲାଇ । କାଇକେ ବଇଲେ ଜିସୁ ବିସ୍ରାମ୍ ବାରର୍ ନିୟମ୍ ମାନେ ନାଇ ବଲି ନାଇ, ମାତର୍ ସେ ପର୍ମେସର୍କେ ମର୍ ବାବା ବଲି କଇ, ନିଜ୍କେ ପର୍ମେସର୍ ସଙ୍ଗ୍ ସମାନ୍ କରି ରଇଲା ।
18 E, porque ele disse isso, os líderes judeus ficaram ainda com mais vontade de matá-lo. Pois, além de não obedecer à lei do sábado, ele afirmava que Deus era o seu próprio Pai, fazendo-se assim igual a Deus.
19 ଜିସୁ ସେମନ୍କେ କଇଲା, “ମୁଇ ତମ୍କେ ସତ୍ କଇଲିନି, ପର୍ମେସରର୍ ପିଲା ମୁଇ ନିଜେ କାଇଟା ମିସା କରିନାପାରି । ମର୍ ବାବା ଜନ୍ ଜନ୍ଟା ସବୁ କର୍ବାଟା ମୁଇ ଦେକ୍ଲିନି ସେଟାସେ ମୁଇ କରିପାରି । କାଇକେ ବଇଲେ ବାବା ଜନ୍ ଜନ୍ଟା ସବୁ କଲାନି ତାର୍ପିଲା ମୁଇ ମିସା ସେଟା ସବୁ ସେନ୍ତିସେ କଲିନି ।
19 Então Jesus disse a eles:
20 ବାବା ମକେ ଆଲାଦ୍ କର୍ସି ଆରି ନିଜେ ଜନ୍ଟା କର୍ସି, ସେ ସବୁ ମକେ ଦେକାଇସି । ଆରି ଏବେ ଜାଇଟା ଗଟ୍ଲା ଆଚେ, ତାର୍ତେଇଅନି ଅଦିକ୍ ବଡ୍ ବଡ୍ କାବାଅଇଜିବା କାମ୍ମନ୍ ମକେ ଦେକାଇସି । ସେଟା ସବୁ ଦେକି ତମେ ସବୁଲକ୍ କାବାଅଇଜାଇସା ।
20 pois o Pai ama o Filho e lhe mostra tudo o que está fazendo. E vai mostrar a ele coisas ainda maiores do que essas, e vocês vão ficar admirados.
21 ବାବା ପର୍ମେସର୍ ଜେନ୍ତି ମଲାଲକ୍ମନ୍କେ ଜିବନ୍ କରି ଉଟାଇସି, ସମାନ୍ ସେନ୍ତି ମୁଇ ମିସା ତାର୍ ପିଲା ଜାକେ ଜାକେ ମନ୍ କର୍ବି, ସେମନ୍କେ ମଲାତେଇଅନି ଉଟାଇବି ।
21 Porque, assim como o Pai ressuscita os mortos e lhes dá vida, assim também o Filho dá vida aos que ele quer.
22 ବାବା ପର୍ମେସର୍ କାକେ ମିସା ତାର୍ ପାପ୍ କାମ୍ଲାଗି ବିଚାର୍ ନ କରେ । ମାତର୍ ସବୁ ଲକ୍ମନର୍ ବିଚାର୍ କର୍ବା ପୁରାପୁରୁନ୍ ଅଦିକାର୍ ତାର୍ ପିଲା ମକେ, ଦେଲା ଆଚେ ।
22 O Pai não julga ninguém, mas deu ao Filho todo o poder para julgar
23 ତେବେ ସବୁ ଲକ୍ମନ୍ ବାବାକେ ଜେନ୍ତି ସନ୍ମାନ୍ ଦେଲାଇନି, ସେନ୍ତିସେ ତାର୍ ପିଲା ମକେ ମିସା ସନ୍ମାନ୍ ଦେବାଇ । ଜଦି ଜନ୍ ଲକ୍ମନ୍ ତାର୍ ପିଲା ମକେ ସନ୍ମାନ୍ ଦେଅତ୍ ନାଇ, ସେମନ୍ ମକେ ପାଟାଇଲା ବାବାକେ ମିସା ସନ୍ମାନ୍ ଦେଅତ୍ ନାଇ ।
23 a fim de que todos respeitem o Filho, assim como respeitam o Pai. Quem não respeita o Filho também não respeita o Pai, que o enviou.
24 “ମୁଇ ତମ୍କେ ସତ୍ କଇଲିନି, ଜେ ମର୍ କାତା ସୁନି ମକେ ପାଟାଇଲା ପର୍ମେସର୍କେ ବିସ୍ବାସ୍ କର୍ସି, ସେ ନ ସାର୍ବା ଜିବନ୍ ପାଇସି । ଆରି ସେ ବିଚାର୍ନା କରାଇ ନ ଅଏ । କାଇକେବଇଲେ ସେ ମରନ୍କେ ଜିତି କରି ଜିବନ୍ ପାଇଆଚେ ।
24 — Eu afirmo a vocês que isto é verdade: quem ouve as minhas palavras e crê naquele que me enviou tem a vida eterna e não será julgado, mas já passou da morte para a vida.
25 ମୁଇ ତମ୍କେ ସତ୍ କଇଲିନି ଏନ୍ତି ଗଟେକ୍ ବେଲା ଆଇଲାନି, ସେ ବେଲା ଏବେ କେଟିଆଚେ । ଜେଡେବେଲା ମଲା ଲକ୍ମନ୍ ପର୍ମେସରର୍ ପିଲା ମର୍ କଁଟର୍ ସର୍ ସୁନ୍ବାଇ, ସେମନ୍ ଜିବନ୍ ଅଇ ଉଟ୍ବାଇ ।
25 Eu afirmo a vocês que isto é verdade: vem a hora, e ela já chegou, em que os mortos vão ouvir a voz do Filho de Deus, e os que a ouvirem viverão.
26 ବାବା ଜେନ୍ତିକି ଜିବନର୍ ମୁଲ୍, ସେନ୍ତାରିସେ ତାର୍ ପିଲା ମୁଇ ମିସା ଜିବନର୍ ମୁଲ୍ ।
26 Assim como o Pai é a fonte da vida, assim também fez o Filho ser a fonte da vida.
27 ଆରି ମୁଇ ପର୍ମେସରର୍ ଟାନେଅନି ଆଇଲା ନର୍ପିଲା ଅଇଲାର୍ଲାଗି, ସବୁ ଲକ୍ମନ୍କେ ବିଚାର୍ କର୍ବା ଅଦିକାର୍ ସେ ମକେ ଦେଲାଆଚେ ।
27 E ele deu ao Filho autoridade para julgar, pois ele é o
28 ତମେ ଏଟାର୍ପାଇ କାବା ଉଆନାଇ, ଏନ୍ତି ବେଲା ଆଇଲାନି, ମରିକରି ତପିଅଇଲା ସବୁ ଲକ୍ମନ୍ ମର୍ କଁଟ୍ସର୍ ସୁନ୍ବାଇ ।
28 — Não fiquem admirados por causa disso, pois está chegando a hora em que todos os mortos ouvirão a voz do Filho do Homem
29 ଆରି ସେମନ୍ ସମାଦି ଅନି ଆରି ତରେକ୍ ଉଟ୍ବାଇ । କେ କେ ନିକ କାମ୍ କରିଆଚତ୍, ସେମନ୍ ମଲାଟାନେଅନି ଜିବନ୍ ଅଇକରି ଉଟ୍ବାଇ । କାରାପ୍ କାମ୍ କରୁମନ୍ ମିସା ମଲାଟାନେଅନି ଉଟ୍ବାଇ ଆରି ଦସି ବଲାଇଅଇବାଇ ।”
29 e sairão das suas sepulturas. Aqueles que fizeram o bem vão ressuscitar e viver, e aqueles que fizeram o mal vão ressuscitar e ser condenados.
30 ମୁଇ ମର୍ ନିଜର୍ ଅଦିକାରେ କାଇଟା ମିସା କରିନାଇ, ବାବା ମକେ କେନ୍ତି କଇଲା ଆଚେ, ସେନ୍ତିସେ ବିଚାର୍ କର୍ବି । ଆରି ମୁଇ କର୍ବାଟା ଟିକ୍ସେ । କାଇକେବଇଲେ ମୁଇ ନିଜେ ମନ୍କଲାଟା ପୁରାପୁରୁନ୍ କର୍ବାକେ ନାଇ, ମାତର୍ ମକେ ପାଟାଇଲା ପର୍ମେସର୍ ମନ୍କଲାଟା ପୁରାପୁରୁନ୍ କଲିନି ।
30 Jesus continuou a falar a eles. Ele disse:
31 ମର୍ ନିଜର୍ ପାଇ ଜଦି ମୁଇ ସାକି ଦେବି, ସେଟା ସତ୍ ବଲି ଦାରା ନ ଜାଏ ।
31 — Se eu dou testemunho a favor de mim mesmo, então o que digo não tem valor.
32 ମାତର୍ ମର୍ ପାଇ ଆରି ଗଟେକ୍ ଲକ୍ ସାକିଦେଲାନି, ଆରି ସେଟା ମୁଇ ଜାନି । ସେ ମର୍ ବିସଇ କାଇଟା ସବୁ କଇଲାନି ସେଟା ସବୁ ସତ୍ସେ ।
32 Mas existe outro que testemunha a meu favor, e eu sei que o que ele diz a respeito de mim é verdade.
33 ତମେ ଜଅନ୍ ଲଗେ କବର୍ ନେଉମନ୍କେ ପାଟାଇ ରଇଲାସ୍, ଆରି ସେ ତମ୍କେ ସତ୍ ବିସଇ ସାକି ଦେଲାଆଚେ ।
33 Vocês mandaram fazer perguntas a João, e o testemunho que ele deu é verdadeiro.
34 ମର୍ ବିସଇ କେ ମିସା ସାକି ଦେଅତ୍ ବଲି ମୁଇ ମନ୍ କରିନାଇ । ଜେନ୍ତିକି ତମେ ପାପେଅନି ରକିଆ ପାଇସା ସେଟାର୍ ପାଇ ମୁଇ ଏ ସବୁ କଇଲିନି ।
34 Eu não preciso que ninguém dê testemunho a meu favor, mas digo essas coisas para que vocês sejam salvos.
35 ଜଅନ୍ ଗଟେକ୍ ବତିପାରା ଲାଗିକରି ଅଲପର୍ ପାଇ ଉଜଲ୍ ଦେଇତେରଇଲା । ଆରି ତମେ ସେ ଉଜଲ୍, ଅଲପ୍ ଦିନର୍ ପାଇ ପାଇକରି ସାର୍ଦା ଅଇରଇଲାସ୍ ।
35 — João era como uma lamparina que estava acesa e brilhava, e por algum tempo vocês se alegraram com a luz dele.
36 ମାତର୍ ମର୍ଲଗେ, ଜଅନର୍ ତେଇଅନି ଅଦିକ୍ ବପୁର୍ ଗଟେକ୍ ସାକି ଆଚେ । ପର୍ମେସରର୍ ଆଦେସ୍ ଇସାବେ ମୁଇ ଜନ୍ ସବୁ କାମ୍ କଲିନି, ସେଟା ସବୁ ମର୍ ପାଇ ନିକ ସାକି । ସେ ସବୁ କଇଲାନିଜେ, ମକେ ପର୍ମେସର୍ ପାଟାଇଲା ଆଚେ ବଲି ।
36 Mas eu tenho um testemunho a meu favor ainda mais forte do que o que João deu: são as coisas que eu faço, as quais o meu Pai me mandou fazer. Elas dão testemunho a favor de mim e provam que o Pai me enviou.
37 ଆରି ମକେ ପାଟାଇଲା ବାବା ପର୍ମେସର୍ ମିସା ମର୍ ବିସଇ ସାକି ଦେଲାନି । ତମେ କେବେ ମିସା ତାର୍ କଁଟ୍ ସୁନାସ୍ ନାଇ, କି ସେ କେନ୍ତାଟା ଦେକାସ୍ ନାଇ ।
37 Também o Pai, que me enviou, testemunha a meu favor. Vocês nunca ouviram a voz dele, nem viram o seu rosto.
38 ଆରି ତାର୍ କାତା ତମର୍ ମନ୍ବିତ୍ରେ ରଏନାଇ । କାଇକେବଇଲେ ସେ ଜାକେ ପାଟାଇଲା ଆଚେ ତାକେ ତମେ ବିସ୍ବାସ୍ କରାସ୍ ନାଇ ।
38 As palavras dele não estão no coração de vocês porque vocês não creem naquele que ele enviou.
39 ତମେ ଜତନ୍ସଙ୍ଗ୍ ସାସ୍ତର୍ମନ୍ ପଡି କଜ୍ଲାସ୍ନି । ତେଇଅନି ନ ସାର୍ବା ଜିବନ୍ ପାଇଅଇସି ବଲି ସେ ସବୁ ପଡ୍ଲାସ୍ନି । ସେ ସବୁ ସାସ୍ତର୍ ମର୍ ବିସଇସେ ସାକି ଦେଲାନି ।
39 Vocês estudam as
40 ଏଲେମିସା ତମେ ନ ସାର୍ବା ଜିବନ୍ ପାଇବାକେ ମର୍ ଲଗେ ଆଇବାକେ ନିଚ୍ଲାସ୍ନି ।
40 Mas vocês não querem vir para mim a fim de ter vida.
41 “ମୁଇ ମୁନୁସ୍ ଲକ୍ମନର୍ ଟାନେଅନି ଡାକ୍ପୁଟା କଜି ନାଇ ।
41 — Eu não procuro ser elogiado pelas pessoas.
42 ମୁଇ ଜାନି, ତମେ କେନ୍ତି ରକାମର୍ ଲକ୍, ତମର୍ ମନ୍ ବିତ୍ରେ ପର୍ମେସର୍କେ ଆଲାଦ୍ କର୍ବାଟା ନାଇ ।
42 Quanto a vocês, eu os conheço e sei que não amam a Deus com sinceridade.
43 ମୁଇ ମର୍ ବାବା ପର୍ମେସରର୍ ଅଦିକାର୍ ପାଇ ଆଇଲିଆଚି । ମାତର୍ ତମେ ମକେ ନାମାସ୍ ନାଇ । ମାତର୍ ଜେଡେବେଲା କେ ମିସା ବିନ୍ ଲକ୍ ନିଜେ ମନ୍କରି ଆଇଲେ ତାକେ ଡାକିନେଲାସ୍ନି ।
43 Eu vim com a autoridade do meu Pai, e vocês não me recebem. Quando alguém vem com a sua própria autoridade, esse vocês recebem.
44 ତମେ ନିଜର୍ ନିଜର୍ ବିତ୍ରେ ସନ୍ମାନ୍ ପାଇବାକେ ମନ୍କଲାସ୍ନି । ମାତର୍ ପର୍ମେସରର୍ ଆଲାଦ୍ ପାଇବାକେ ମନ୍ କରାସ୍ ନାଇ । ସେନ୍ତି ବଇଲେ ତମେ କେନ୍ତି ମକେ ବିସ୍ବାସ୍ କରିପାରାସ୍ ?
44 Como é que vocês podem crer, se aceitam ser elogiados pelos outros e não tentam conseguir os elogios que somente o único Deus pode dar?
45 ମୁଇ ତମର୍ ବିରଦେ ପର୍ମେସର୍ତେଇ ଦସି କର୍ବି ବଲି ତମେ ବାବାନାଇ । ତମେ ଜନ୍ଟା ମସାର୍ ତେଇ ଆସା କରିଆଚାସ୍ ସେ ସେ ତମର୍ ବିରଦେ ଦସି କଲାନି ।
45 Não pensem que sou eu que vou acusá-los diante do Pai; quem vai acusá-los é Moisés, que é aquele em quem vocês confiam.
46 ଜଦି ତମେ ମସାକେ ସତ୍ବଲି ବିସ୍ବାସ୍ କଲାସ୍ନି ବଇଲେ ମକେ ମିସା ବିସ୍ବାସ୍ କର୍ତେ ରଇସା । କାଇକେବଇଲେ ମସା ମର୍ ବିସଇସେ ଲେକିଆଚେ ।
46 Se vocês acreditassem em Moisés, acreditariam também em mim, pois ele escreveu a meu respeito.
47 ମାତର୍ ସେ ଜନ୍ଟା ଲେକିଆଚେ, ତେଇ ଜଦି ତମର୍ ବିସ୍ବାସ୍ ନାଇ ବଇଲେ, ମୁଇ ଜନ୍ଟା କଇଲିନି, ସେଟା କେନ୍ତି ବିସ୍ବାସ୍ କର୍ସା ?”
47 Mas, se vocês não acreditam no que ele escreveu, como vão acreditar no que eu digo?
Atalhos do teclado
- Capítulo anterior←
- Próximo capítulo→
- Versículo anteriork
- Próximo versículoj
- Limpar seleçãoEsc
- Esta ajuda?
Estude este capítulo no WhatsApp
Peça à IA da Bíblia Fala para explicar João 5, comparar traduções ou montar um estudo — tudo direto pelo WhatsApp.