João 9
ସତିଅର୍ ବାଟ୍ (DSO) vs VC
1 ଦିନେକ୍ ଜିସୁ ଜିବାବେଲେ ଗଟେକ୍ ଜନ୍ମେଅନି କାଣା ରଇଲା ଲକ୍କେ ଦେକ୍ଲା ।
1 Caminhando, viu Jesus um cego de nascença.
2 ଆରି ତାର୍ ସିସ୍ମନ୍ ତାକେ ପାଚାର୍ଲାଇ, “ଏ ଗୁରୁ କେ ପାପ୍ କଲାଇଜେ ଏ ଲକ୍ କାଣାଅଇ ଜନମ୍ ଅଇଲା ? ସେ ନିଜେ କି ତାର୍ ବାବା ମାଆର୍ ପାପର୍ ଲାଗି ?”
2 Os seus discípulos indagaram dele: Mestre, quem pecou, este homem ou seus pais, para que nascesse cego?
3 ଜିସୁ କଇଲା, “ତାର୍ କି ତାର୍ ବାବା ମାଆର୍ କାଇ ପାପ୍ଦସ୍ ନାଇ । ପର୍ମେସରର୍ ବପୁ ତାର୍ଟାନେ ଜାନାପଡ୍ସି ବଲି, ସେ କାଣା ଅଇ ଜନମ୍ ଅଇଲା ଆଚେ ।
3 Jesus respondeu: Nem este pecou nem seus pais, mas é necessário que nele se manifestem as obras de Deus.
4 ବେଲ୍ ରଇତେସେ ମକେ ପାଟାଇରଇବା ପର୍ମେସରର୍ କାମ୍ ଆମେ କର୍ବାର୍ ଆଚେ । ଏନ୍ତି ଆନ୍ଦାର୍ ଆଇଲାନି ସେ ବେଲାଇ କେ ମିସା କାଇ କାମ୍ କରି ନାପାରତ୍ ।
4 Enquanto for dia, cumpre-me terminar as obras daquele que me enviou. Virá a noite, na qual já ninguém pode trabalhar.
5 ମୁଇ ଜେତେ ଦିନ୍ ଜାକ ଏ ଦୁନିଆଇ ରଇବି ସେତ୍କି ଦିନ୍ ଜାକ ଏ ଦୁନିଆର୍ ଉଜଲ୍ ।”
5 Por isso, enquanto estou no mundo, sou a luz do mundo.
6 ଜିସୁ ଏ କାତା କଇଲା ପଚେ, ମାଟିତେଇ ତୁକି ସେ ତୁକ୍ ସଙ୍ଗ୍ କାଦ ଚକଟ୍ଲା । ଆରି ସେ କାଦ ନେଇକରି କାଣାର୍ ଦୁଇଟା ଆଁକିତେଇ ଲିପିଦେଲା ।
6 Dito isso, cuspiu no chão, fez um pouco de lodo com a saliva e com o lodo ungiu os olhos do cego.
7 ଆରି ତାକେ କଇଲା, “ତୁଇ ଜା ଆରି ସିଲଅ ନାଉଁର୍ ବନ୍ଦେ ଜାଇକରି ମୁ ଦଇ ଆଉ ।” ସିଲଅର୍ ଅରତ୍ ଅଇଲାନି ପାଟାଇଲାଟା । ତାର୍ ପଚେ ସେ ଲକ୍ ବନ୍ଦେ ଜାଇକରି ମୁ ଦଇଲାଜେ, ଦେକିପାର୍ଲା ଆରି ଆଇଲା ।
7 Depois lhe disse: Vai, lava-te na piscina de Siloé {esta palavra significa emissário}. O cego foi, lavou-se e voltou vendo.
8 କେତେକ୍ ଲକ୍ମନ୍ ଏ ଲକ୍କେ ଆଗ୍ତୁ ବିକ୍ ମାଙ୍ଗ୍ବାଟା ଦେକି ରଇଲାଇ । ସେଟାର୍ ପାଇ ଏ ଲକ୍ମନ୍ ଆରି କାଣାର୍ ଗର୍ ଲଗର୍ ଲକ୍ମନ୍ ତାକେ ଦେକି କଇଲାଇ, “ଜନ୍ ଲକ୍କି ସବୁବେଲା ବସିକରି ବିକ୍ ମାଙ୍ଗ୍ତେ ରଇଲା ସେ କାଇ ଏ ଲକ୍ ନଏଁ କି ?”
8 Então os vizinhos e aqueles que antes o tinham visto mendigar perguntavam: Não é este aquele que, sentado, mendigava?
9 କେତେ ଲକ୍ମନ୍ କଇଲାଇ, “ଉଁ ଏତାଉ ସେ ଲକ୍ସେ ।” ମାତର୍ ଆରି ଅଦେକ୍ ଲକ୍ କଇଲାଇ, “ନାଇ ଏ ସେ ଲକ୍ ନଏଁ ମାତର୍ ତାର୍ ପାରା ଡିସ୍ଲାନି ।” ମାତର୍ କାଣା କଇଲା, “ମୁଇସେ ଆଗ୍ତୁ କାଣା ଅଇରଇଲି ।”
9 Respondiam alguns: É ele. Outros contestavam: De nenhum modo, é um parecido com ele. Ele, porém, dizia: Sou eu mesmo.
10 ଲକ୍ମନ୍ ତାକେ ପାଚାର୍ଲାଇ, “ଏନ୍ତି ବଇଲେ ତୁଇ କେନ୍ତି ଦେକିପାର୍ଲୁସ୍ନି ?”
10 Perguntaram-lhe, então: Como te foram abertos os olhos?
11 କାଣା ସେମନ୍କେ କଇଲା, “ଲକ୍ମନ୍ ଜନ୍ ଲକ୍କେ ଜିସୁ ବଲି କଇଲାଇନି, ସେ କାଦ କରି ମର୍ ଆଁକିତେଇ ଲିପିଦେଲା । ତାର୍ପଚେ ସେ ମକେ ‘ସିଲଅ ନାଉଁର୍ ବନ୍ଦେ ଜାଇକରି ଦ’ ବଲି କଇଲା । ପଚେ ମୁଇ ଜାଇକରି ବନ୍ଦେ ମୁ ଦଇଲା ଦାପ୍ରେ ଦେକି ପାର୍ଲି ।”
11 Respondeu ele: Aquele homem que se chama Jesus fez lodo, ungiu-me os olhos e disse-me: Vai à piscina de Siloé e lava-te. Fui, lavei-me e vejo.
12 ଆରି ଲକ୍ମନ୍ ତାକେ କଇଲାଇ, “ସେ କନ୍ତି ଆଚେ ?” ସେ “ମୁଇ ନାଜାନି” ବଲି କଇଲା ।
12 Interrogaram-no: Onde está esse homem? Respondeu: Não o sei.
13 ତାର୍ ପଚେ ଲକ୍ମନ୍ ଆଗେଅନି କାଣା ଅଇରଇଲା ଲକ୍କେ ପାରୁସିମନର୍ ଲଗେ ଡାକିନେଲାଇ ।
13 Levaram então o que fora cego aos fariseus.
14 ଜିସୁ ଜନ୍ ଦିନେ କାଦ ଲିପିକରି ତାର୍ ଆଁକି ନିକ କରିରଇଲା, ସେ ଦିନ୍ ବିସ୍ରାମ୍ବାର୍ ରଇଲା ।
14 Ora, era sábado quando Jesus fez o lodo e lhe abriu os olhos.
15 ପାରୁସି ଲକ୍ମନ୍ ତାକେ ଆରିତରେକ୍ ପାଚାର୍ଲାଇ, “ତୁଇ କେନ୍ତାର୍ ଦେକିପାର୍ଲୁସ୍ନି ?” ତେଇ ସେ ସେମନ୍କେ କଇଲା, “ଜିସୁ ମର୍ ଆଁକିଟାନେ କାଦ ଲାଗାଇଦେଲା । ପଚେ ମୁଇ ମୁ ଦଇ ଆଇଲି ଆରି ଏବେ ଦେକି ପାର୍ଲିନି ।”
15 Os fariseus indagaram dele novamente de que modo ficara vendo. Respondeu-lhes: Pôs-me lodo nos olhos, lavei-me e vejo.
16 କେତେଟା ପାରୁସିମନ୍ କଇଲାଇ, “ଏ ଲକ୍ ପର୍ମେସରର୍ ତେଇଅନି ଆସେ ନାଇ । ସେଟାର୍ ପାଇଁ ସେ ବିସ୍ରାମ୍ ଦିନର୍ ନିୟମ୍ ମାନେନାଇ ।”
16 Diziam alguns dos fariseus: Este homem não é o enviado de Deus, pois não guarda sábado. Outros replicavam: Como pode um pecador fazer tais prodígios? E havia desacordo entre eles.
17 ସେଟାର୍ ପାଇ ସେମନ୍ ସେ ଲକ୍କେ ଆରି ତରେକ୍ ପାଚାର୍ଲାଇ, “ତକେ ଜିସୁ ନିମାନ୍ କଲାଜେ ଦେକି ପାର୍ଲୁସ୍ନି । ଏନ୍ତି ବଇଲେ ତୁଇ ତାକେ କେ ବଲି ବାବ୍ଲୁସ୍ନି ?”
17 Perguntaram ainda ao cego: Que dizes tu daquele que te abriu os olhos? É um profeta, respondeu ele.
18 ଜିଉଦି ନେତାମନ୍ ସେ ନିମାନ୍ ଅଇଲା ଲକ୍ ଆଗ୍ତୁ କାଣା ରଇଲା ଜେ ଏବେ ସେ ଦେକିପାର୍ବା ବିସଇ ମୁଲ୍କେ ବିସ୍ବାସ୍ କରତ୍ନାଇ । ପାରୁସିମନ୍ ସେ ଲକର୍ ମାଆ ବାବାକେ ନ ଡାକ୍ବା ଜାକ ମୁଲ୍କେ ବିସ୍ବାସ୍ କରତ୍ନାଇ ।
18 Mas os judeus não quiseram admitir que aquele homem tivesse sido cego e que tivesse recobrado a vista, até que chamaram seus pais.
19 ସେମନ୍ ତାର୍ ମାଆ ବାବାକେ ପାଚାର୍ଲାଇ, “ଏଟା ତମର୍ ପିଲା କି ? ସେ ଜନ୍ମେ ଅନି କାଣାଟା ବଲି ତମେ କଇଲାସ୍ନି, ଏନ୍ତି ବଇଲେ ସେ କେନ୍ତି ଦେକିପାର୍ଲାନି ?”
19 E os interrogaram: É este o vosso filho? Afirmais que ele nasceu cego? Pois como é que agora vê?
20 ତାର୍ ମାଆ ବାବା କଇଲାଇ, “ଉଁ ଏଟା ଆମର୍ ପିଲା । ସେ ଜନ୍ମେଅନି କାଣା ରଇଲା ବଲି ଆମେ ଜାନି ଆଚୁ ।
20 Seus pais responderam: Sabemos que este é o nosso filho e que nasceu cego.
21 ମାତର୍ ଏବେ ସେ କେନ୍ତି ଦେକିପାର୍ଲାନି ଆରି କେ ତାକେ ନିମାନ୍ କଲା ସେଟା ଆମେ ନାଜାନୁ । ସେ ଏବେ ବଡ୍ ଅଇଲା ଆଚେ ତାକେ ପାଚାରା ସେ ନିଜେ କଇସି ।”
21 Mas não sabemos como agora ficou vendo, nem quem lhe abriu os olhos. Perguntai-o a ele. Tem idade. Que ele mesmo explique.
22 ତାର୍ ମାଆ ବାବା ଜିଉଦି ନେତାମନ୍କେ ଡରି ଏନ୍ତି ବଲି କଇଦେଲାଇ । କାଇକେ ବଇଲେ ଜିସୁକେ ଜଦି ମସିଅ ବଲି କଇସି ବଇଲେ ତାକେ ପର୍ମେସର୍କେ ଉପାସନା କର୍ବା ଗର୍ ବିତ୍ରେ ଜିବାକେ ନ ଦେଅତ୍ ବଲି ଆଗ୍ତୁସେ କଇରଇଲାଇ ।
22 Seus pais disseram isso porque temiam os judeus, pois os judeus tinham ameaçado expulsar da sinagoga todo aquele que reconhecesse Jesus como o Cristo.
23 ସେଟାର୍ପାଇ ସେ ମାଆ ବାବା କଇଲାଇ, “ସେ ତ ବଡ୍ ଅଇଲା ଆଚେ, ତାକେ ପାଚାରା ।”
23 Por isso é que seus pais responderam: Ele tem idade, perguntai-lho.
24 ସେମନ୍ ସେ ଲକ୍କେ ଆରି ତରେକ୍ ବିତ୍ରେ ଡାକି କରି ପାଚାର୍ଲାଇ, “ପର୍ମେସର୍କେ ରାନ୍ ପାକାଇ କ । ଜିସୁ ଗଟେକ୍ ପାପି ଲକ୍ ବଲି ଆମେ ଜାନୁ ।”
24 Tornaram a chamar o homem que fora cego, dizendo-lhe: Dá glória a Deus! Nós sabemos que este homem é pecador.
25 ତାର୍ ପଚେ ସେମନ୍କେ ସେ କଇଲା, “ସେ ପାପି ଲକ୍କି ନଏଁ ସେଟା ମୁଇ ଜାନି ନାଇ । ମାତର୍ ମୁଇ ଗଟେକ୍ ବିସଇ ଜାନି ଆଚି ସେଟା ଅଇଲାନି, ମୁଇ ଆଗ୍ତୁ କାଣା ରଇଲି, ଏବେ ଦେକି ପାର୍ଲିନି ।”
25 Disse-lhes ele: Se esse homem é pecador, não o sei... Sei apenas isto: sendo eu antes cego, agora vejo.
26 ଜିଉଦି ନେତାମନ୍ ତାକେ ପାଚାର୍ଲାଇ, “ସେ ତକେ କାଇଟା କଲା ? କେନ୍ତି ତର୍ ଆଁକି ପିଟାଇଦେଲା ?”
26 Perguntaram-lhe ainda uma vez: Que foi que ele te fez? Como te abriu os olhos?
27 ସେ ସେମନ୍କେ କଇଲା, “ମୁଇ ଆଗ୍ତୁସେ କଇ ସାରାଇଆଚି, ମାତର୍ ତମେ ମାନ୍ବାକେ ମନ୍ କରାସ୍ ନାଇ । ଏବେ ଆରି ତରେକ୍ କାଇକେ ପାଚାର୍ଲାସ୍ନି ? ତମେ ମିସା କାଇ ତାର୍ ସିସ୍ ଅଇବାକେ ମନ୍କଲାସ୍ନି କି ?”
27 Respondeu-lhes: Eu já vo-lo disse e não me destes ouvidos. Por que quereis tornar a ouvir? Quereis vós, porventura, tornar-vos também seus discípulos?...
28 ସେମନ୍ ସାଇପ୍ ଦେଇ କଇଲାଇ, “ତୁଇ କାଇ ତାର୍ ସିସ୍ ଅଇସୁ, ଆମେ ନଉଁ, ଆମେ ମସାର୍ ସିସ୍ମନ୍ ।
28 Então eles o cobriram de injúrias e lhe disseram: Tu que és discípulo dele! Nós somos discípulos de Moisés.
29 ପର୍ମେସର୍ ମସାର୍ତେଇ କାତା ଅଇରଇଲାଟା ଆମେ ଜାନିଆଚୁ, ମାତର୍ ଏ ଲକ୍ କନ୍ତିଅନି ଆଇଲାଆଚେ, ସେଟା ନାଜାନୁ ।”
29 Sabemos que Deus falou a Moisés, mas deste não sabemos de onde ele é.
30 ତାର୍ ପଚେ ସେ ଲକ୍ ଜିଉଦି ନେତାମନ୍କେ କଇଲା, “ଏଟା ଗଟେକ୍ ବେସି ବଡ୍ କାବାଅଇଜିବା ବିସଇ । ସେ ଲକ୍ ମର୍ ଆଁକି ନିମାନ୍ କଲାଆଚେ, ମାତର୍ ସେ କନ୍ତିଅନି ଆଇଲା ଆଚେ, ସେଟା ତମେ ନାଜାନୁ ବଲି କଇଲାସ୍ନି ।”
30 Respondeu aquele homem: O que é de admirar em tudo isso é que não saibais de onde ele é, e entretanto ele me abriu os olhos.
31 ପାପି ଲକ୍ମନର୍ ପାର୍ତନା ପର୍ମେସର୍ ନ ସୁନେ ବଲି ସବୁ ଲକ୍ମନ୍ ଜାନିଆଚତ୍ । ମାତର୍ ଜନ୍ ଲକ୍ ପର୍ମେସର୍କେ ଜୁଆର୍ କରି ସେ ମନ୍କଲା ଇସାବେ ଚଲାଚଲ୍ତି କଲାନି, ସେ ତାର୍ କାତା ସୁନ୍ସି ।
31 Sabemos, porém, que Deus não ouve a pecadores, mas atende a quem lhe presta culto e faz a sua vontade.
32 ଦୁନିଆ ଆରାମେଅନି, ଜନ୍ମେ ଅନି କାଣା ରଇଲା ଗଟେକ୍ ଲକ୍କେ ଆଁକି ଡିସାଇବାଟା ଏବେ ଜାକ ମିସା ନ ସୁନିରଇଲାଇ ।
32 Jamais se ouviu dizer que alguém tenha aberto os olhos a um cego de nascença.
33 ଏ ଲକ୍ ଜଦି ପର୍ମେସରର୍ ଟାନେଅନି ଆସି ନ ରଇଲେ, କେବେ ମିସା ଏ କାମ୍ କରିନାପାର୍ତା ।
33 Se esse homem não fosse de Deus, não poderia fazer nada.
34 ସେବେଲା ଜିଉଦି ନେତାମନ୍ କଇଲାଇ, “ତୁଇ ପାପେ ଜନମ୍ ଅଇକରି ପୁରାପୁରୁନ୍ ପାପେ ବୁଡି ଆଚୁସ୍ । ତେଇଅନି ତୁଇ ବାଅଡ୍ । ଆମ୍କେ ସିକାଇଲୁସ୍ନି ?” ଏନ୍ତି କଇକରି ସେମନ୍ ତାକେ ଜିଉଦିମନର୍ ପାର୍ତନା ଗରେଅନି ବାର୍କରାଇଦେଲାଇ ।
34 Responderam-lhe eles: Tu nasceste todo em pecado e nos ensinas?... E expulsaram-no.
35 ଜିସୁ ସେ ଲକ୍କେ ପାର୍ତନା ଗରେ ଅନି ବାର୍ କରାଇ ଦେଲାଟା ସୁନି ଆରିତରେକ୍ ତାକେ ଦେକାଇଅଇ, ପାଚାର୍ଲା, “ତୁଇ ପର୍ମେସର୍ ତେଇଅନି ଆଇଲା ନର୍ପିଲାକେ ବିସ୍ବାସ୍ କଲୁସ୍ନି କି ?”
35 Jesus soube que o tinham expulsado e, havendo-o encontrado, perguntou-lhe: Crês no Filho do Homem?
36 ସେ କାଣା ଲକ୍ କଇଲା, “ଏ ଆଗିଆଁ ସେ ଲକ୍ କେ ? ମୁଇ ତାକେ ବିସ୍ବାସ୍ କର୍ବି ।”
36 Respondeu ele: Quem é ele, Senhor, para que eu creia nele?
37 ଜିସୁ ତାକେ କଇଲା, “ତୁଇ ତାକେ ଦେକିଆଚୁସ୍, ଆରି ଏବେ ଜନ୍ ଲକର୍ ସଙ୍ଗ୍ କାତା ଅଇଲୁସ୍ନି, ସେ ଆକା ସେ ଲକ୍।”
37 Disse-lhe Jesus: Tu o vês, é o mesmo que fala contigo!
38 ସେବେଲାଇ ସେ କଇଲା, “ମାପ୍ରୁ ମୁଇ ତକେ ବିସ୍ବାସ୍ କଲିନି ।” ଆରି ଜିସୁର୍ ମୁଆଟେ ମାଣ୍ଡିକୁଟା ଦେଇ ଜୁଆର୍ କଲା ।
38 Creio, Senhor, disse ele. E, prostrando-se, o adorou.
39 ଜିସୁ କଇଲା, “ମୁଇ ଏ ଦୁନିଆର୍ ଲକ୍ମନ୍କେ ବିଚାର୍ କର୍ବାର୍ ଆସିଆଚି । ସେଟାର୍ ପାଇ କାଣା ଲକ୍ମନ୍ ଦେକିପାର୍ବାଇ, ଆରି ଦେକିପାର୍ବା ଲକ୍ମନ୍ କାଣା ଅଇଜିବାଇ ।”
39 Jesus então disse: Vim a este mundo para fazer uma discriminação: os que não vêem vejam, e os que vêem se tornem cegos.
40 ଜିସୁ ଏନ୍ତି କଇବା କାତା, ଲଗେ ରଇଲା କେତେଟା ପାରୁସି ଲକ୍ମନ୍ ସୁନିକରି ତାକେ ପାଚାର୍ଲାଇ, “ଏନ୍ତି ବଇଲେ ଆମ୍କେ କାଇ କାଣା ଲକ୍ମନ୍ ବଲି ବାବ୍ଲୁସ୍ନି କି ?”
40 Alguns dos fariseus, que estavam com ele, ouviram-no e perguntaram-lhe: Também nós somos, acaso, cegos?...
41 ଜିସୁ ସେମନ୍କେ କଇଲା, “ତମେ କାଣା ଅଇରଇତାସ୍ ଆଲେ ଦସି ନ ଅଇତାସ୍ । ମାତର୍ ଦେକି ପାର୍ଲୁନି ବଲି କଇଲାସ୍ନିଜେ ଅଦିକ୍ ଦସି ।”
41 Respondeu-lhes Jesus: Se fôsseis cegos, não teríeis pecado, mas agora pretendeis ver, e o vosso pecado subsiste.
Atalhos do teclado
- Capítulo anterior←
- Próximo capítulo→
- Versículo anteriork
- Próximo versículoj
- Limpar seleçãoEsc
- Esta ajuda?
Estude este capítulo no WhatsApp
Peça à IA da Bíblia Fala para explicar João 9, comparar traduções ou montar um estudo — tudo direto pelo WhatsApp.