Lucas 13
ସତିଅର୍ ବାଟ୍ (DSO) vs NTLH
1 ଗାଲିଲିଅନି କେତେ ଲକ୍ ଆସି ପାର୍ତନା ଗରେ ବଲି ଦେଇତେରଇଲାବେଲେ ପିଲାତ୍ ତାର୍ ସଇନମନ୍କେ ପାଟାଇ ଗାଲିଲିଅ ମନ୍କେ ମରାଇଲା । ତେଇ ମଲାଲକର୍ ବନି ପୁଜ୍ଲା ପସୁର୍ ବନି ସଙ୍ଗ୍ ମିସ୍ଲା । ଏ ବିସଇ କେତେଲକ୍ ଆସି ଜିସୁକେ ଜାନାଇଲାଇ ।
1 Naquela mesma ocasião algumas pessoas chegaram e começaram a comentar com Jesus como Pilatos havia mandado matar vários galileus, no momento em que eles ofereciam sacrifícios a Deus.
2 ତେଇ ଜିସୁ ସେମନ୍କେ କଇଲା, “ଏ ସବୁ କସ୍ଟ ପାଇବାକେ, ଏ ଗାଲିଲିୟମନ୍ ବିନ୍ ସବୁ ଗାଲିଲିୟମନର୍ ଟାନେଅନି ଅଦିକ୍ ପାପ୍ କଲାଇ ଆଚତ୍ ବଲି ବାବ୍ଲାସ୍ନି କି ?
2 Então Jesus disse:
3 ମୁଇ ତମ୍କେ କଇଲିନି, ଜେଡେବେଲେ ଜାକ ପାପେଅନି ମନ୍ ନ ବାଦ୍ଲାଆସ୍, ତମେ ସବୁ ଲକ୍ ସେନ୍ତାରି କୁରୁପ୍ନାସ୍ ଅଇଜାଇସା ।
3 De modo nenhum! Eu afirmo a vocês que, se não se arrependerem dos seus pecados, todos vocês vão morrer como eles morreram.
4 ନଇଲେ ସିଲଅତେଇ ରଇଲା ଜନ୍ ଅଟ୍ର ଲକର୍ ଉପ୍ରେ ବଡ୍ ଗର୍ ଅଦ୍ରି ମରିଜାଇ ରଇଲା, ସେମନ୍ ତେବେ ? ତମେ ସେମନ୍କେ ଜିରୁସାଲାମର୍ ବିନ୍ ଲକ୍ମନର୍ ଟାନେଅନି ଅଦିକ୍ ପାପ୍ କଲାଇ ଆଚତ୍ ବଲି ବାବ୍ଲାସ୍ନି କି ?
4 E lembrem daqueles dezoito, do bairro de Siloé, que foram mortos quando a torre caiu em cima deles. Vocês pensam que eles eram piores do que os outros que moravam em Jerusalém?
5 ନାଇ, ମୁଇ ତମ୍କେ କଇଲିନି, ପାପେଅନି ମନ୍ ନ ବାଦ୍ଲାଇଲେ ତମେସବୁ ଲକ୍ ସେନ୍ତି କୁରୁପ୍ନାସ୍ ଅଇଜାଇସା ।”
5 De modo nenhum! Eu afirmo a vocês que, se não se arrependerem dos seus pecados, todos vocês vão morrer como eles morreram.
6 ଆରି ଜିସୁ ଏ କାତାନି କଇଲା, ଗଟେକ୍ ଲକର୍ ଅଙ୍ଗୁର୍ ବାଡେ ଗଟେକ୍ ଡୁମ୍ରି ଗଚ୍ ରପିରଇଲା । ସେ ସାଉକାର୍ ଆସି ତେଇ ପଲ୍ କଜ୍ଲା, ମାତର୍ ମିଲେନାଇ ।
6 Então Jesus contou esta parábola :
7 ସେଟାର୍ପାଇ ସାଉକାର୍ ଅଙ୍ଗୁର୍ ବାଡର୍ ଜାଗୁଆଲ୍କେ କଇଲା, “ଦେକା, ଏଟା ତିନ୍ ବରସ୍ ଅଇଲା ମୁଇ ଆସି ଏ ଡୁମ୍ରି ଗଚେ ପଲ୍ କଜ୍ଲିନି ମାତର୍ ମିଲାଇ ନାଇ, ଏଟା କାଟି ପାକା । ଏଟା କାଇକେ ବେକାର୍ ମାଟିକେ ମିସା କାରାପ୍ କର୍ସି ?”
7 Aí disse ao homem que tomava conta da plantação: “Olhe! Já faz três anos seguidos que venho buscar figos nesta figueira e não encontro nenhum. Corte esta figueira! Por que deixá-la continuar tirando a força da terra sem produzir nada?”
8 ମାତର୍ ଜାଗୁଆଲ୍ ସାଉକାର୍କେ କଇଲା, “ସାଉକାର୍ ଏଟାକେ ବର୍ସେକ୍ ମିସା ଚାଡିଦେଉଁ, ମୁଇ ଏ ବିତ୍ରେ ଗଚର୍ ଚାରିବେଡ୍ତି କୁନିକରି କତ୍ ଦେବି,
8 Mas o empregado respondeu: “Patrão, deixe a figueira ficar mais este ano. Eu vou afofar a terra em volta dela e pôr bastante adubo.
9 ତାର୍ ପଚେ ଜଦି ପଲ୍ ଦାର୍ଲେତା ନିକ, ନଇଲେ ତାକେ କାଟି ପାକାଉଁ ।”
9 Se no ano que vem ela der figos, muito bem. Se não der, então mande cortá-la.”
10 ତରେକ୍ ଜିସୁ ବିସ୍ରାମ୍ବାରେ ଗଟେକ୍ ପାର୍ତନା ଗରେ ସିକିଆ ଦେଇତେରଇଲା ।
10 Certo sábado, Jesus estava ensinando numa sinagoga .
11 ତେଇ ଗଟେକ୍ ମାଇଜି ରଇଲା । ତାକେ ଡୁମା ଦାରି ଅଟ୍ର ବରସ୍ ଜାକ କୁବ୍ଡି ଅଇରଇଲା । ସେ ବିଲ୍କୁଲ୍ ସିଦା ଅଇ ଇଣ୍ଡି ନାପାର୍ତେ ରଇଲା ।
11 E chegou ali uma mulher que fazia dezoito anos que estava doente, por causa de um espírito mau. Ela andava encurvada e não conseguia se endireitar.
12 ଜିସୁ ତାକେ ଦେକି ଲଗେ ଡାକି କଇଲା, “ଏ ନିନି ତକେ ମୁଇ, ଏ କୁବ୍ଡି ରଗେଅନି ନିକ କଲିନି ।”
12 Quando Jesus a viu, ele a chamou e disse:
13 ଜିସୁ ସେ ମାଇଜିର୍ ଉପ୍ରେ ଆତ୍ ସଙ୍ଗଇଲା । ସେ ମାଇଜି ସେ ଦାପ୍ରେସେ ସଲକ୍ ଅଇ ପର୍ମେସର୍କେ ମଇମା କର୍ବାର୍ ଲାଗ୍ଲା ।
13 Aí pôs as mãos sobre ela, e ela logo se endireitou e começou a louvar a Deus.
14 ଜିସୁ ବିସ୍ରାମ୍ଦିନେ ସେ ମାଇଜିକେ ନିକ କଲାଟା ଦେକି ଜିଉଦିମନର୍ ପାର୍ତନା ଗରର୍ ମୁକିଆ ବେସି ରିସା ଅଇଗାଲାଇ । କାଇକେ ବଇଲେ ଲକ୍ମନ୍କେ ନିକ କର୍ବାଟା ଗଟେକ୍ କାମ୍ ବଲି ଜିଉଦି ଲକ୍ମନ୍ ବାବ୍ତେ ରଇଲାଇ । ସେଟାର୍ ପାଇ ପାର୍ତନା ଗରର୍ ମୁକିଅ କଇଲା, “ଗଟେକ୍ ଆଟେ କାମ୍ କର୍ବାକେ ଚଅ ଦିନ୍ ଆଚେ, ସେ ଦିନ୍ ମନ୍କେ ତମେ ନିକ ଅଇବାକେ ଆସା । ମାତର୍ ବିସ୍ରାମ୍ବାରେ ନିକ ଅଇବାକେ କେବେ ମିସା ଆସାନାଇ ।”
14 Mas o chefe da sinagoga ficou zangado porque Jesus havia feito uma cura no sábado. Por isso disse ao povo: — Há seis dias para trabalhar. Pois venham nesses dias para serem curados, mas, no sábado, não!
15 ମାତର୍ ଜିସୁ ତାକେ ଆରି ତେଇ ରଇଲା ଲକ୍ମନ୍କେ କଇଲା, “ଏ କୁଟିଆଲ୍ମନ୍ ! ତମେ ତମର୍ ଗରୁମନ୍କେ ମେଲି ପାନି କୁଆଇବାକେ ନିଆସ୍ ନାଇ କି ? ସେଟା ମିସା ଗଟେକ୍ କାମ୍ସେ ।”
15 Então o Senhor respondeu:
16 “ମୁଇ ତାକେ ନିକ କଲି ଆଚି । ଏ ମାଇଜି ଅବ୍ରାଆମର୍ କୁଟୁମର୍ ଲକ୍ । ସଇତାନ୍ ତାକେ ଅଟ୍ର ବରସ୍ ଜାକ ଦାରି ରଇଲା । ସେ ମାଇଜି ବିସ୍ରାମ୍ ବାରେ ନିକ ଅଇବାଟା ଟିକ୍ ନଏଁ କି ?”
16 E agora está aqui uma descendente de Abraão que Satanás prendeu durante dezoito anos. Por que é que no sábado ela não devia ficar livre dessa doença?
17 ଜିସୁ କଇଲା କାତା ସୁନି ତାର୍ ବିରଦି ଲକ୍ମନ୍ ଲାଜ୍ ଅଇଲାଇ । ମାତର୍ ବିନ୍ ଲକ୍ମନ୍ ସେ କର୍ବା ସବୁ କାବାଅଇଜିବା କାମ୍ ଦେକି ସାର୍ଦା ଅଇଗାଲାଇ ।
17 Os inimigos de Jesus ficaram envergonhados com essa resposta, mas toda a multidão ficou alegre com as coisas maravilhosas que ele fazia.
18 ତାର୍ ପଚେ ଜିସୁ କଇଲା, “ପର୍ମେସରର୍ ରାଇଜ୍ କେନ୍ତାଟା, ଆରି ମୁଇ କାଇଟା ସଙ୍ଗ୍ ସେଟା ସମାନ୍ କର୍ବି ?
18 Jesus disse:
19 ପର୍ମେସରର୍ ରାଇଜ୍ ଗଟେକ୍ ବଡ୍ ବର୍ ଗଚର୍ ସାନ୍ଟା ମୁଞ୍ଜି ପାରା । ଗଟେକ୍ ଲକ୍ ଗଟେକ୍ ସାନ୍ଟା ମୁଞ୍ଜି ରପିଦେଲା । ସେ ମୁଞ୍ଜି ତେଇ ଗାଜା ଅଇ ବଡ୍ ଗଚ୍ପାରା ଅଇଲା ଆରି ଚଡଇମନ୍ ଆସି ତାର୍ କେନ୍ଦାଇ ଗୁଡା ବାନ୍ଦ୍ଲାଇ ।”
19 Ele é como uma semente de mostarda que um homem pega e planta na sua horta. A planta cresce e fica uma árvore, e os passarinhos fazem ninhos nos seus ramos.
20 ଜିସୁ ଆରି କଇଲା, “ପର୍ମେସରର୍ ରାଇଜ୍ କେନ୍ତିଟା ଆରି କାଇଟା ସଙ୍ଗ୍ ସମାନ୍ କରିଅଇସି ?”
20 Jesus continuou:
21 ସେଟା କମିର୍ ପାରା । ଜନ୍ଟା କି ଗଟେକ୍ ମାଇଜି ମାନେକ୍ ଗୁଣ୍ଡ୍ଟାନେ କଣ୍ଡେକ୍ କମିର୍ ପାକାଇ ଚକଟ୍ଲା ଆରି ସାରାସାରି ସେ କମିର୍, ଗୁଲାଇ ଗୁଣ୍ଡ୍ ଆମଟ୍ କରିଦେଲା ।
21 Ele é como o fermento que uma mulher pega e mistura em três medidas de farinha, até que ele se espalhe por toda a massa.
22 ତାର୍ ପଚେ ଜିସୁ ତାର୍ ସିସ୍ମନର୍ ସଙ୍ଗ୍ ଜିରୁସାଲମେ ଗାଲାବେଲେ ଗାଉଁମନ୍କେ ଆରି ଗଡ୍ମନ୍କେ ପର୍ମେସରର୍ ରାଇଜର୍ ବିସଇ ସିକାଇ ଦେଲା ।
22 Jesus atravessava cidades e povoados, ensinando na sua viagem para Jerusalém.
23 ସେବେଲେ ଲକ୍ମନର୍ ବିତ୍ରେଅନି ଗଟେକ୍ ଲକ୍ ଜିସୁକେ କଇଲା, “ଏ ମାପ୍ରୁ, ଉନା ଲକ୍ମନ୍ସେ ପାପେ ଅନି ରକିଆ ପାଇବାଇ କି ?”
23 Alguém perguntou: — Senhor, são poucos os que vão ser salvos? Jesus respondeu:
24 “ଚିପୁଙ୍ଗି ଦୁଆର୍ ବାଟେ ପୁର୍ବାକେ ଚେସ୍ଟା କରା । କାଇକେ ବଇଲେ ବେସି ଲକ୍ମନ୍ ସେ ଚିପୁଙ୍ଗିବାଟ୍ଦେଇ ଜିବାକେ ଚେସ୍ଟା କର୍ବାଇ ମାତର୍ ଜାଇ ନାପାରତ୍ ।
24 — Façam tudo para entrar pela porta estreita. Pois eu afirmo a vocês que muitos vão querer entrar, mas não poderão.
25 ମୁଇ ଗଟେକ୍ ଗରର୍ ସାଉକାର୍ ପାରା । ଜେଡେବଲ୍ ସେ ସାଉକାର୍ କାପାଟ୍ ଡାବି ଦେଇସି । ସେଡ୍କି ବେଲେ ତମେ ଦୁଆରେ ଟିଆ ଅଇ ରଇସା ଆରି କାପାଟ୍ ଡକ୍ ଡକ୍ କରି ଏ ମାପ୍ରୁ ଆମର୍ ପାଇ କାପାଟ୍ ଉଗାଡା ! ବଲି ଜୁଆର୍ ବିଆର୍ କର୍ସା । ମାତର୍ ସେ କାପାଟ୍ ନ ଉଗାଡି ସେମନ୍କେ କଇସି, ‘ତମେ କନ୍ତିଅନି ?’ ମୁଇ ତମ୍କେ ମୁଲ୍କେ ନାଜାନି ।
25 — O dono da casa vai se levantar e fechar a porta. Então vocês ficarão do lado de fora, batendo na porta e dizendo: “Senhor, nos deixe entrar!” E ele responderá: “Não sei de onde são vocês.”
26 ମାତର୍ ତମେ କଇସା ‘ଏ ମାପ୍ରୁ ଆମେ ତମର୍ ସଙ୍ଗ୍ କାଇପିଇ ଅଇରଇଲୁ, ତୁଇ ଆମର୍ ଦୁଆର୍ ମନ୍କେ ସିକିଆ ଦେଇତେରଇଲୁସ୍ ବଲି କଇସା’
26 Aí vocês dirão: “Nós comemos e bebemos com o senhor. O senhor ensinou na nossa cidade.”
27 ଆରି ସେ ତମ୍କେ କଇସି, ତମେ କନ୍ ଜାଗାର୍ ଲକ୍ମନ୍ ମୁଇ ତମ୍କେ ମୁଲ୍କେ ନାଜାନି, ଏ କରାପ୍ କାମ୍ କର୍ବା ଲକ୍ମନ୍, ‘ତମେ ସବୁ ମର୍ ମୁଆଟେ ଅନି ଉଟି ଜା ।’
27 Mas ele responderá: “Não sei de onde são vocês. Afastem-se de mim, vocês que só fazem o mal.”
28 ଆରି ସେ ତମ୍କେ ପାଟାଇଦେବା ଜାଗାଇଅନି ଅବ୍ରାଆମ୍ ଇସାକ୍, ଜାକୁବ୍, ଆରି ପର୍ମେସରର୍ ଟାନେଅନି ଆସି ରଇଲା ବବିସତ୍ ବକ୍ତାମନ୍ ରଇବାଟା ଦେକ୍ସା । ମାତର୍ ପର୍ମେସର୍ ତାର୍ ରାଇଜେ ତମ୍କେ ଜାଗା ନ ଦେଏ । ଜେଡେବଲ୍ ଏଟା ଅଇସି, ସେ ବେଲା ସେଟା ଦେକି, ତମେ କାଇକାଇ କାରାପ୍ କାମ୍ମନ୍ କରି ରଇଲାସ୍ ସେଟା ସବୁ ଏତାଇ କରି ମାରିଚପିଅଇ କାନ୍ଦ୍ସା ଆରି ଦାତ୍ ମୁଣ୍ଡ୍ କାତ୍ରି ଅଇସା ।
28 Quando vocês virem Abraão, Isaque, Jacó e todos os
29 ଆରି ଜିଉଦି ନଇଲା ଲକ୍ମନ୍ ଏ ଦୁନିଆର୍ ସବୁ କନ୍ଦିବିକନ୍ଦି ଅନି ଆସି ପର୍ମେସରର୍ ରାଇଜେ କାଇବାକେ ବସ୍ବାଇ ।
29 Muitos virão do Leste e do Oeste, do Norte e do Sul e vão sentar-se à mesa no Reino de Deus.
30 ଆରି ଦେକା, ସାରାସାରି ରଇଲା ଲକ୍ ଆଗ୍ତୁ ଅଇବାଇ ଆରି ଆଗ୍ତୁ ରଇବା ଲକ୍ମନ୍ ପଚେ ଅଇଜିବାଇ ।”
30 E os que agora são os últimos serão os primeiros, e os primeiros serão os últimos.
31 ସେଡ୍କିବେଲେ କେତେଟା ପାରୁସି ଲକ୍ମନ୍ ଜିସୁର୍ ଲଗେ ଆସି କଇଲାଇ, “ତମେ ଏ ଜାଗା ଚାଡି ଉଟି ଜା, କାଇକେ ବଇଲେ ଏରଦ୍ ତମ୍କେ ମରାଇବାକେ ମନ୍ କଲାନି ।”
31 Naquele momento alguns fariseus chegaram perto de Jesus e disseram: — Vá embora daqui, porque Herodes quer matá-lo.
32 ଜିସୁ ସେମନ୍କେ କଇଲା, “ତମେ ଜାଇ ସେ କଲିଆପାରା ଲକ୍କେ କୁଆ, ଦେକ୍ ଆଜି ଆରି କାଲି ମୁଇ ଡୁମା ଚାଡାଇଲିନି ଆରି ନିକ କଲିନି । ଆରି ପର୍ଦିନ୍କେ ମୁଇ ମର୍ କାବା ଅଇଜିବା କାମ୍କଲିନି । ପର୍ମେସରର୍ ଜଜ୍ନାଇ ରଇଲା ବେଲା କେଟ୍ବା ଆଗ୍ତୁ, ମୁଇ ଏନ୍ତି କାମ୍ କରି ସାରାଇବି ।
32 Jesus respondeu:
33 କାଇଟା ମିସା ଅ, ମୁଇ ଆଜି, କାଲିକେ ଆରି ପର୍ଦିନ୍କେ ଜାଇତେ ରଇବାର୍ ଆଚେ, କାଇକେ ବଇଲେ ପର୍ମେସରର୍ ଟାନେଅନି ଆଇଲା ସବୁ ବବିସତ୍ବକ୍ତାମନ୍କେ ଜିରୁସାଲାମେସେ ମରାଇଆଚତ୍ ।”
33 E Jesus continuou:
34 ଜିସୁ କଇଲା, “ଏ ଜିରୁସାଲମର୍ ଲକ୍ମନ୍ ! ପର୍ମେସର୍ ତମର୍ଟାନେ ଜେତ୍କି ପାଟାଇରଇଲା ବବିସତ୍ବକ୍ତାମନ୍କେ ମାରି ମରାଇଲାସ୍ ! ଆରି ପେରିତ୍ମନ୍କେ ତର୍କେ ତର୍ ପାକ୍ନା ମାରି ମରାଇଲାସ୍ । ତେବେ ତମର୍ପାଇ ମର୍ ଲଗେ ଗଟେକ୍ କାତା ଆଚେ । ମାଇ କୁକୁଡା ଜେନ୍ତି ତାର୍ ଟିଅଁମନ୍କେ ଡେନା ତଲେ ରୁଣ୍ଡାଇସି, ମୁଇ ସେନ୍ତି କେତେ ତର୍ ତମ୍କେ ରକିଆ କର୍ବାକେ ମନ୍ କଲି । ମାତର୍ ସେନ୍ତି କର୍ବାକେ ତମେ ନ ଦିଆସ୍ ।
34 — Jerusalém, Jerusalém, que mata os profetas e apedreja os mensageiros que Deus lhe manda! Quantas vezes eu quis abraçar todo o seu povo, assim como a galinha ajunta os seus pintinhos debaixo das suas asas, mas vocês não quiseram!
35 ଦେକା, ତମର୍ ମନ୍ଦିର୍ ଚାଡିଦେଇ ଆଚତ୍ । ସେଟାର୍ ପାଇ ପର୍ମେସର୍ ଏବେ ତମ୍କେ ‘ପାର୍ତନା ଗର୍ ଆରି ତମର୍ ଗଡ୍ ନିଜେ ରକିଆ କରା’ ବଲି ଚାଡି ଦେଲାଆଚେ । ମୁଇ ତମ୍କେ କଇଲିନି, ପର୍ମେସର୍ ଜନ୍ ଲକ୍କେ ଆସିର୍ବାଦ୍ କରି ଆମର୍ ଲଗେ ପାଟାଇଲାଆଚେ ବଲି ମର୍ ବିସଇ ନେଇ, ତମେ ନ କଇବାଜାକ ମକେ ଦେକିନାପାରାସ୍ ।”
35 Agora a casa de vocês ficará completamente abandonada. Eu afirmo que vocês não me verão mais, até chegar o tempo em que dirão: “Deus abençoe aquele que vem em nome do Senhor!”
Atalhos do teclado
- Capítulo anterior←
- Próximo capítulo→
- Versículo anteriork
- Próximo versículoj
- Limpar seleçãoEsc
- Esta ajuda?
Estude este capítulo no WhatsApp
Peça à IA da Bíblia Fala para explicar Lucas 13, comparar traduções ou montar um estudo — tudo direto pelo WhatsApp.