Lucas 17
ସତିଅର୍ ବାଟ୍ (DSO) vs ACF
1 ଦିନେକ୍ ଜିସୁ ତାର୍ ସିସ୍ମନ୍କେ କଇଲା, “ଏ ଦୁନିଆଇ ସବୁ ବେଲା ଲକ୍ମନ୍କେ ପାପ୍ କରାଇବାକେ କାଇଆଲେ ପରିକା ଆଇସି । ମାତର୍ ଜନ୍ ଲକ୍ ଏନ୍ତି ବିନ୍ ଲକ୍କେ ପାପ୍ କରାଇସି, ସେମନ୍କେ କେତେକ୍ କସ୍ଟର୍ ଦସା ଅଇସି । କାଇକେବଇଲେ ପର୍ମେସର୍ ସେମନ୍କେ ବେସି ବଡ୍ ଡଣ୍ଡ୍ ଦେଇସି ।
1 E disse aos discípulos: É impossível que não venham escândalos, mas ai daquele por quem vierem!
2 ସେନ୍ତାରି ଲକ୍, ଦରମ୍ ଲକ୍ମନ୍କେ ପାପ୍କରାଇବା ବାଦୁଲେ ଗାଲାଇ ଗଟେକ୍ ବଡ୍ଟା ଜତା ପାକ୍ନା ବାନ୍ଦିକରି ଡେଙ୍ଗ୍ ପାନିତେଇ ପିଙ୍ଗି ଦେବାପାରା ଡଣ୍ଡ୍ ତାର୍ପାଇ ନିକ ଅଇତା ।
2 Melhor lhe fora que lhe pusessem ao pescoço uma mó de atafona, e fosse lançado ao mar, do que fazer tropeçar um destes pequenos.
3 ତେବର୍ପାଇ ତମର୍ ଚଲାଚଲ୍ତିତେଇ ବେସି ଜାଗ୍ରତ୍ଅଇ ରୁଆ । ଜଦି ତମର୍ ବାଇ କି ବଇନି ପାପ୍ କଲେ, ସେଟା ନିକ କାମ୍ ନଏଁ ବଲି ଟିକ୍ କରା । ଆରି ସେ କରିରଇବା ବୁଲ୍ ଏତାଇ କରି ମନ୍ ବାଦ୍ଲାଇସି ବଇଲେ, ତାକେ କେମା ଦିଆସ୍ ।
3 Olhai por vós mesmos. E, se teu irmão pecar contra ti, repreende-o e, se ele se arrepender, perdoa-lhe.
4 ଜଦି ସେ ଗଟେକ୍ ଦିନେ ସାତ୍ପାଲି ଜାକ ତମର୍ ବିରଦେ ପାପ୍ କରି, ପଚେ ନିଜର୍ ବୁଲ୍ କଲାଟା ଏତାଇ ମନ୍ ବାଦ୍ଲାଇକରି ତମର୍ ତେଇ ଆସି ଜେତେପାଲି କେମା ମାଗ୍ଲେ, ସେତ୍କିପାଲି ତାକେ କେମା ଦିଆସ୍ ।”
4 E, se pecar contra ti sete vezes no dia, e sete vezes no dia vier ter contigo, dizendo: Arrependo-me; perdoa-lhe.
5 ଆରି ପେରିତ୍ମନ୍ ଜିସୁକେ କଇଲାଇ, “ଆମର୍ ବିସ୍ବାସ୍ ଅଦିକ୍ କରିଦିଆସ୍ ।”
5 Disseram então os apóstolos ao Senhor: Acrescenta-nos a fé.
6 ଜିସୁ ସେମନ୍କେ କଇଲା, “ଗଟେକ୍ ସର୍ସୁ ମୁଞ୍ଜି ପାରା ତମର୍ ବିସ୍ବାସ୍ ରଇସି ବଇଲେ ତମେ ବଡ୍ ଗଚ୍କେ ଜିକିଅଇ ସମ୍ଦୁରେ ଜାଇ ରପିଅ ବଲି କଇଲେ ସେ ଗଚ୍ ତମର୍ କାତା ମାନ୍ସି ।”
6 E disse o Senhor: Se tivésseis fé como um grão de mostarda, diríeis a esta amoreira: Desarraiga-te daqui, e planta-te no mar; e ela vos obedeceria.
7 “ଜଦି ତୁଇ ଗଟେକ୍ ସାଉକାର୍ ଅଇରଇସୁ ବଇଲେ ତର୍ ଗତିଦାଙ୍ଗ୍ଡା କସ୍ବାଟାନେଅନି ନଇଲେ ଗରୁଚାରାଇବାଟାନେଅନି ଆସି ତାର୍ ନିଜର୍ କାମ୍ ନ ସାରାଇବା ଆଗ୍ତୁ ତୁଇ ତାକେ ‘କାଇବାକେ ବସ୍ବେ’, ବଲି କଇସୁ କି ? ନାଇ, ସେନ୍ତି ନ କଉସ୍ ।
7 E qual de vós terá um servo a lavrar ou a apascentar gado, a quem, voltando ele do campo, diga: Chega-te, e assenta-te à mesa?
8 ମାତର୍ ସେ ନିଜର୍ କାଦି କାଇବା ଆଗ୍ତୁ ତର୍ପାଇ ରାନ୍ଦି ନ ଦେବା ଜାକ, ତୁଇ ତାକେ କାଇବାକେ ନ ଦେଉସ୍ ।
8 E não lhe diga antes: Prepara-me a ceia, e cinge-te, e serve-me até que tenha comido e bebido, e depois comerás e beberás tu?
9 ଆରି ତୁଇ ସେ ଗତିଦାଙ୍ଗ୍ଡାକେ ‘ସବୁ କାମ୍ କରି ସାରାଇଲୁସ୍ !’ ବଲି ଦନିଅବାଦ୍ ଦେଇସୁ କି ? ନାଇ ନ ଦେଉସ୍ ।
9 Porventura dá graças ao tal servo, porque fez o que lhe foi mandado? Creio que não.
10 ସେନ୍ତାରି ତମ୍କେ କଇରଇଲା ସବୁ ବିସଇ କରିସାରାଇଲା ପଚେ ତମେ କଇବାର୍ ଆଚେ । ଆମେ ଅବ୍କା ଗତିଦାଙ୍ଗ୍ଡାମନ୍, ଆମର୍ ଜେତ୍କି କର୍ବାର୍ ରଇଲା, ସେତ୍କିସେ ଆମେ କରିଆଚୁ।”
10 Assim também vós, quando fizerdes tudo o que vos for mandado, dizei: Somos servos inúteis, porque fizemos somente o que devíamos fazer.
11 ଜିସୁ ତାର୍ ସିସ୍ମନର୍ ସଙ୍ଗ୍ ଜିରୁସାଲମେ ଜିବା ବେଲେ ସେ ଗାଲିଲି ଆରି ସମିରଣ ଜିଲାର୍ ମଜାଇ କେଟ୍ଲା ।
11 E aconteceu que, indo ele a Jerusalém, passou pelo meio de Samaria e da Galiléia;
12 ଆରି ସେ ଗାଉଁ ବିତ୍ରେ ପୁର୍ବା ବେଲେ ବଡ୍ରଗ୍ ଅଇରଇଲା ଦସ୍ଟା ଲକ୍ମନ୍ ତାକେ ଦୁରିକେଅନି ଦେକ୍ଲାଇ । ସେମନର୍ ନିୟମେ ବଡ୍ରଗ୍ ରଇଲା ଲକ୍ମନ୍, ବିନ୍ ଲକ୍ମନର୍ ଲଗେ ଆସି ନାପାରତ୍ । ସେଟାର୍ ପାଇ ସେମନ୍ ଜିସୁର୍ ଲଗେ ନ ଆସି ଦୁରିକେ ରଇକରି,
12 E, entrando numa certa aldeia, saíram-lhe ao encontro dez homens leprosos, os quais pararam de longe;
13 ବେସି ଆଉଲିଅଇ କଇଲାଇ, “ଜିସୁ ! ଏ ଗୁରୁ ! ଆମ୍କେ ଦୟାକରା ।”
13 E levantaram a voz, dizendo: Jesus, Mestre, tem misericórdia de nós.
14 ଜିସୁ ସେମନ୍କେ ଦେକି କରି କଇଲା, “ତମେ ଜାଇକରି ପର୍ମେସରର୍ ପୁଜାରିମନ୍କେ ତମର୍ ଗାଗଡ୍ ଦେକାଆ । ତମେ ନିମାନ୍ ଅଇଲାସ୍ କି ନାଇ ବଲି ସେମନ୍ ଦେକତ୍ ।” ପଚେ ସେ ଦସ୍ ଲକ୍ ପର୍ମେସରର୍ ପୁଜାରିମନର୍ ଲଗେ ଜିବା ବେଲେ, ବାଟେ ନିମାନ୍ ଅଇଗାଲାଇ ।
14 E ele, vendo-os, disse-lhes: Ide, e mostrai-vos aos sacerdotes. E aconteceu que, indo eles, ficaram limpos.
15 ଏଦେ ଦେକା ! ସେମନର୍ ବିତ୍ରେଅନି ଗଟେକ୍ ଲକ୍ ନିଜର୍ ଗାଗଡ୍ ନିମାନ୍ ଅଇଲାଟା ଦେକି, ଜିସୁର୍ ଲଗେ ବାଉଡି ଆଇଲା । ଆରି ସେ ବେସି ଆଉଲି ଅଇ ପର୍ମେସରର୍ ଡାକ୍ପୁଟା କଲା ।
15 E um deles, vendo que estava são, voltou glorificando a Deus em alta voz;
16 ସେ ପାଲାଇ ଆସି ଜିସୁର୍ ପାଦେ ଅଦର୍ଲା “ତମେ ମକେ ନିମାନ୍ କରିଆଚାସ୍” ବଲି ଦନିଅବାଦ୍ କଲା । ସେ ଜିଉଦି ଲକ୍ ନଏଁ । ସେ ସମିରଣିୟ ବଲି ଗଟେକ୍ ଜାଗାର୍ ଲକ୍ ।
16 E caiu aos seus pés, com o rosto em terra, dando-lhe graças; e este era samaritano.
17 ଜିସୁ ତାକେ କଇଲା, “ମୁଇତା ଦସ୍ଲକ୍କେ ନିମାନ୍ କରି ରଇଲି । ତକେ ଗଟେକ୍ ଲକ୍କେ ଚାଡି ଆରି ନଅ ଲକ୍ କେନେ ଗାଲାଇ ?
17 E, respondendo Jesus, disse: Não foram dez os limpos? E onde estão os nove?
18 ନିମାନ୍ ଅଇଲା ପଚେ ବାଉଡି ଆସି ପର୍ମେସର୍କେ ଦନିଅବାଦ୍ କର୍ବାକେ ଏ ଗଟେକ୍ ସମିରଣିୟ ଲକ୍ସେ ରଇଲା କି ?”
18 Não houve quem voltasse para dar glória a Deus senão este estrangeiro?
19 ତାର୍ ପଚେ ଜିସୁ ତାକେ କଇଲା, “ତୁଇ ଏବେ ଉଟ୍ ଆରି ଜାଆ, କାଇକେ ବଇଲେ ମୁଇ ତକେ ନିମାନ୍ କରିପାର୍ବି ବଲି ବିସ୍ବାସ୍ କରିରଇଲୁସ୍ ।”
19 E disse-lhe: Levanta-te, e vai; a tua fé te salvou.
20 କେତେଟା ପାରୁସି ଲକ୍ମନ୍ ଜିସୁକେ “କେବେଅନି ପର୍ମେସର୍ ଲକ୍ମନ୍କେ ସାସନ୍ କର୍ସି ?” ବଲି ପାଚାର୍ଲାଇ । ଜିସୁ ସେମନ୍କେ କଇଲା, “ପର୍ମେସର୍ କେନ୍ତି ସାସନ୍ କର୍ସି, ସେ ରାଇଜ୍ ତମର ଆଁକିତେଇ ନ ଡିସେ ।
20 E, interrogado pelos fariseus sobre quando havia de vir o reino de Deus, respondeu-lhes, e disse: O reino de Deus não vem com aparência exterior.
21 ଆରି ପର୍ମେସର୍ ଇତି ସାସନ୍ କଲାନି ନଇଲେ ସିତି ସାସନ୍ କଲାନି ବଲି କଇବାର୍ ନାପାରାସ୍ । କାଇକେ ବଇଲେ, ଲକ୍ମନର୍ ମନ୍ ବିତ୍ରେ ପର୍ମେସର୍ ସାସନ୍ କର୍ସି ।”
21 Nem dirão: Ei-lo aqui, ou: Ei-lo ali; porque eis que o reino de Deus está entre vós.
22 ପଚେ ତାର୍ ସିସ୍ମନ୍କେ କଇଲା, ଏନ୍ତି ବେଲା ଆଇସି ତମେ ପର୍ମେସର୍ଟାନେଅନି ଆଇଲା ନର୍ପିଲା ମର୍ସଙ୍ଗ୍ ଗଟେକ୍ ଦିନ୍ ରଇବାକେ ବେସି ମନ୍ କର୍ସା । ମାତର୍ ସେବେଲା ମକେ ଦେକି ନାପାରାସ୍
22 E disse aos discípulos: Dias virão em que desejareis ver um dos dias do Filho do homem, e não o vereis.
23 ଲକ୍ମନ୍ ତମ୍କେ କଇବାଇ, ପର୍ମେସରର୍ ଟାନେଅନି ଆଇଲା ନର୍ପିଲା ଇତି ଆଚେ ସିତି ଆଚେ ବଲି । ତମେ ସେଟା ଦେକ୍ବାକେ ନ ଜାଆ । ତମେ କନ୍ତି ଆଚାସ୍ ତେଇସେ ରୁଆ ।
23 E dir-vos-ão: Ei-lo aqui, ou: Ei-lo ali. Não vades, nem os sigais;
24 କାଇକେବଇଲେ ପର୍ମେସରର୍ ଟାନେଅନି ଆଇଲା ନର୍ପିଲା ମୁଇ, ବାଉଡ୍ବାଟା ତମେ ଦେକ୍ସା । ସେଟା କେନ୍ତାର୍ ବଇଲେ, ଆକାସେ ଜେନ୍ତି ଗଟେକ୍ ବାଟେଅନି ଆରି ଗଟେକ୍ ବାଟେ ବିଜ୍ଲି ମାରିକରି ଗୁଲାଇ ଆକାସ୍ ଉଜଲ୍ ଅଇସି, ସେନ୍ତାରିସେ ସବୁ ଲକ୍ମନ୍ ଦେକିଅଇସି ।
24 Porque, como o relâmpago ilumina desde uma extremidade inferior do céu até à outra extremidade, assim será também o Filho do homem no seu dia.
25 ମାତର୍ ସେଟା ଅଇବା ଆଗ୍ତୁ ପର୍ମେସରର୍ ଟାନେଅନି ଆଇଲା ନର୍ପିଲା ମୁଇ ବେସି ଦୁକ୍ କସ୍ଟ ପାଇବାର୍ ଆଚେ । ଆରି ମର୍ ସବୁ କାମ୍ ଦେକ୍ଲା ଲକ୍ମନ୍ ମକେ ନ ନାମତ୍ ।
25 Mas primeiro convém que ele padeça muito, e seja reprovado por esta geração.
26 ନଅ ରଇଲା ବେଲା ଲକ୍ମନ୍ ଜେନ୍ତାରି ରଇଲାଇ ସେନ୍ତାରିସେ ପର୍ମେସରର୍ ଟାନେଅନି ଆଇଲା ନର୍ପିଲା ମୁଇ ବାଉଡି ଆଇବାବେଲେ ଲକ୍ମନ୍ ରଇବାଇ ।
26 E, como aconteceu nos dias de Noé, assim será também nos dias do Filho do homem.
27 ସେବେଲାଇ ନଅ ବଡେଟା ପାନିଜାଜେ ପୁର୍ବା ଦିନ୍ ଜାକ ଲକ୍ମନ୍ ଅବ୍କାସେ ରଇଲାଇ । ସେମନ୍ ବଜି କର୍ବାର୍, ଦାଙ୍ଗ୍ଡି ଆନ୍ବାର୍, ଆରି ଦାଙ୍ଗ୍ଡି ଦେବାର୍ କର୍ତେ ରଇଲାଇ । ପଚେ ବେସି ପାନିଅଇ ସବୁ ଡାବିଅଇଲା । ନଅ ଆରି ତାର୍ କୁଟୁମର୍ ଲକ୍କେ ଚାଡି ସବୁ ଲକ୍କେ ପାନି ବୁଡାଇ ପାକାଇଲାଇ ।
27 Comiam, bebiam, casavam, e davam-se em casamento, até ao dia em que Noé entrou na arca, e veio o dilúvio, e os consumiu a todos.
28 ଲତ୍ ନାଉଁର୍ ଗଟେକ୍ ଲକର୍ ବେଲେ ମିସା ସେନ୍ତାର୍ ପାରା ଅଇରଇଲା । ଲକ୍ମନ୍ ସବୁ ଦିନର୍ ପାରାସେ କାଆ ପିଇ, ବିକାବିକ୍ରି, ଗଚ୍ରପା ଆରି ଗର୍ବାନ୍ଦାତେଇ ଲାଗିରଇଲାଇ ।
28 Como também da mesma maneira aconteceu nos dias de Ló: Comiam, bebiam, compravam, vendiam, plantavam e edificavam;
29 ମାତର୍ ଲତ୍ ସଦମ୍ ନାଉଁର୍ ଗଡେଅନି ବାରଇକରି ଜିବା ଦିନେ ସେ ବାଦ୍ଲେଅନି ଜଇ ଆରି ଗନ୍ଦ୍ଗୁଲା ଆସି ଲତ୍ ଆରି ତାର୍ କୁଟୁମର୍ ଲକ୍କେ ଚାଡି ସେ ଗଡର୍ ସବୁ ଲକ୍କେ ମରାଇ ଦେଲା ।
29 Mas no dia em que Ló saiu de Sodoma choveu do céu fogo e enxofre, e os consumiu a todos.
30 ପର୍ମେସରର୍ ଟାନେଅନି ଆଇଲା ନର୍ପିଲା ମୁଇ ବାଉଡି ଆଇବା ଦିନେ ମିସା ସେନ୍ତାରିସେ ଅଇସି ।
30 Assim será no dia em que o Filho do homem se há de manifestar.
31 “ସେ ଦିନେ ନିଜର୍ ଗର୍ ଉପ୍ରେ ରଇଲେ ତୁଇ ଉତ୍ରି ତର୍ ଦିନ୍ସୁ ଆନ୍ବାକେ ଗର୍ ବିତ୍ରେ ନ ଜାଆ । ସେନ୍ତାରି ତାସ୍ ପଦାଇ ରଇଲେ, ଦିନ୍ସୁ ବେଟି ନେବାକେ ଗରେ ନ ଆଉ ।
31 Naquele dia, quem estiver no telhado, tendo as suas alfaias em casa, não desça a tomá-las; e, da mesma sorte, o que estiver no campo não volte para trás.
32 ଲତର୍ ମାଇଜିକେ କାଇଟା ଅଇରଇଲା ସେଟା ଏତାଇ ଦେକା । ତାର୍ ଦନ୍ ସଁପତି କେନ୍ତାର୍ ଅଇଲା ବଲି ପାସ୍ଲି ଦେକ୍ଲାଜେ ସେ ନୁନ୍ କୁମ୍ ପାସ୍ଲି ଗାଲା ।
32 Lembrai-vos da mulher de Ló.
33 କେ କେ ଏ ଦୁନିଆଇ ଜିଇବା ଜିବନ୍ ମନ୍ କଲେ ତାକେ ନ ସାର୍ବା ଜିବନ୍ ନ ମିଲେ । ଆରି କେ କେ ଏ ଦୁନିଆଇ ଜିଇବା ଜିବନ୍ ଆରାଇସି, ତାକେ ନ ସାର୍ବା ଜିବନ୍ ମିଲ୍ସି ।
33 Qualquer que procurar salvar a sua vida, perdê-la-á, e qualquer que a perder, salvá-la-á.
34 ମୁଇ ବାଉଡି ଆଇବା ସେ ରାତି, ତମେ ଦୁଇ ଲକ୍ ଗଟେକ୍ ବାକ୍ରାଇ ସଇରଇସା । ଗଟେକ୍ ଲକ୍କେ ଡାକି ନେବି, ଆରି ଗଟେକ୍ ଲକ୍କେ ଚାଡି ଦେବି ।
34 Digo-vos que naquela noite estarão dois numa cama; um será tomado, e outro será deixado.
35 ଦୁଇଟା ମାଇଜିମନ୍ ଗର୍ତେ ରଇବାଇ, ତେଇଅନି ଗଟେକ୍ ମାଇଜିକେ ନେବି ଆରି ଗଟେକ୍କେ ଚାଡି ଦେବି ।
35 Duas estarão juntas, moendo; uma será tomada, e outra será deixada.
36 ଦୁଇ ଲକ୍ ପଦାଇ ରଇବାଇ, ଗଟେକ୍ ଲକ୍କେ ନେବି, ଆରି ଗଟେକ୍ ଲକ୍କେ ଚାଡିଦେବି ।”
36 Dois estarão no campo; um será tomado, e o outro será deixado.
37 ତାର୍ପଚେ ସିସ୍ମନ୍ ଜିସୁକେ ପାଚାର୍ଲାଇ, “ଏ ମାପ୍ରୁ ଏଟା କନ୍ତି ଗଟ୍ସି ?” ଜିସୁ ସେମନ୍କେ କଇଲା, “ଜନ୍ତି ମଡା ରଇସି, ତେଇ ମଡ୍କାଉ ଗିଦ୍ମନ୍ ରୁଣ୍ଡିରଇବାଇ ।”
37 E, respondendo, disseram-lhe: Onde, Senhor? E ele lhes disse: Onde estiver o corpo, aí se ajuntarão as águias.
Atalhos do teclado
- Capítulo anterior←
- Próximo capítulo→
- Versículo anteriork
- Próximo versículoj
- Limpar seleçãoEsc
- Esta ajuda?
Estude este capítulo no WhatsApp
Peça à IA da Bíblia Fala para explicar Lucas 17, comparar traduções ou montar um estudo — tudo direto pelo WhatsApp.