Lucas 18
ସତିଅର୍ ବାଟ୍ (DSO) vs NTLH
1 ଜିସୁ ଦିନେକ୍ ତାର୍ ସିସ୍ମନ୍କେ ପର୍ମେସର୍କେ ମାଙ୍ଗ୍ବାବେଲେ ନ ତାକି ପାର୍ତନା କରିକରି ରଇବାକେ, ଗଟେକ୍ କାତାନି ବୁଜାଇ କଇଲା,
1 Jesus contou a seguinte parábola , mostrando aos discípulos que deviam orar sempre e nunca desanimar:
2 ଗଟେକ୍ ଗଡେ ଗଟେକ୍ ବିଚାର୍ କାରିଆ ଲକ୍ ରଇଲା । ସେ ପର୍ମେସର୍କେ ନ ଡର୍ତେ ରଇଲା, କି ଲକ୍ମନ୍କେ ନ ନାମ୍ତେ ରଇଲା ।
2 — Em certa cidade havia um juiz que não
3 ସେ ଗଡେ ଗଟେକ୍ ରାଣ୍ଡି ମାଇଜି ମିସା ରଇଲା । ସେ ସବୁ ବେଲେ ବିଚାର୍ କାରିଆର୍ ଲଗେ ଜାଇ ଏନ୍ତି କଇତେ ରଇଲା, ଗଟେକ୍ ଲକ୍ ମର୍ ବିରଦି ଅଇଲା ଆଚେ । ଏ ବିସଇନେଇକରି ତମେ ମର୍ ବିରଦିକେ ବିଚାର କରା । ଜେନ୍ତିକି, ସେ ମକେ ନିଆଇ ଇସାବେ ଚଲାଚଲ୍ତି କର୍ସି ।
3 Nessa cidade morava uma viúva que sempre o procurava para pedir justiça, dizendo: “Ajude-me e julgue o meu caso contra o meu adversário!”
4 ଏନ୍ତି ବେସି ଦିନ୍ ସେ ବିଚାର୍କାରିଆ ନିଆଇ କର୍ବାକେ ମନ୍ ନ କଲେ ମିସା, ସେ ଦିନ୍କେ ଆସି ବେମ୍ଜା କର୍ତେରଇଲା । ମାତର୍ ସେ ବିଚାର୍କାରିଆ ଲକ୍ ମନେ ମନେ ବାବ୍ଲା, “ମୁଇ ପର୍ମେସର୍କେ ଡରି ନାଇକି ଲକ୍ମନ୍କେ ନାମି ନାଇ ।
4 — Durante muito tempo o juiz não quis julgar o caso da viúva, mas afinal pensou assim: “É verdade que eu não temo a Deus e também não respeito ninguém.
5 ମାତର୍ ଏ ରାଣ୍ଡିମାଇଜି ସବୁ ବେଲା ଆସି ବେମ୍ଜା କଲାନି । ସେଟାର୍ପାଇ ତାକେ ନିଆଇ ମିଲ୍ଲା ପାରା ବିଚାର୍ କର୍ବି । କାଇକେ ବଇଲେ ଏନ୍ତି ବିଚାର୍ ନ କଲେ ସେ ସବୁଦିନ୍ ଆସି ମକେ ବେମ୍ଜା କର୍ତେ ରଇସି ।”
5 Porém, como esta viúva continua me aborrecendo, vou dar a sentença a favor dela. Se eu não fizer isso, ela não vai parar de vir me amolar até acabar comigo.”
6 ତେଇ ମାପ୍ରୁ କଇଲା, “ଏ ଅନିଆଇ ବିଚାର୍କାରିଆ କାଇଟା କର୍ବାକେ ବାଚ୍ଲା, ସେଟା ତମେ ସିକା ।
6 E o Senhor continuou:
7 ସେନ୍ତି ଲାଚୁଆଁ ବିଚାର୍କାରିଆ ସେ ରାଣ୍ଡିମାଇଜିର୍ ବିଚାର୍ କଲା । ସେନ୍ତାର୍ ଆଲେ, ତାର୍ତେଇଅନି କେତେ ନିମାନ୍ ଇସାବେ ପର୍ମେସର୍ ସେ ବାଚ୍ଲା ଲକ୍ମନର୍ ଦିନ୍ରାତିର୍ ପାର୍ତନା ସୁନି ନିମାନ୍ ନିଆଇ ବିଚାର୍ କର୍ସି । ସେମନ୍କେ ସାଇଜ କର୍ବାକେ ସେ ଅଲ୍ସମ୍ ନ କରେ ।
7 Será, então, que Deus não vai fazer justiça a favor do seu próprio povo, que grita por socorro dia e noite? Será que ele vai demorar para ajudá-lo?
8 ମୁଇ ତମ୍କେ କଇଲିନି, ସେ ଦାପ୍ରେସେ ତାର୍ ଲକ୍ମନର୍ପାଇ ନିମାନ୍ ନିଆଇବିଚାର୍ କର୍ସି । ମାତର୍ ପର୍ମେସର୍ ଟାନେଅନି ଆଇଲା ନର୍ପିଲା ମୁଇ ଆରିତରେକ୍ ଆଇବାବେଲେ ଏ ଦୁନିଆଇ, ମକେ ବିସ୍ବାସ୍ କର୍ବା ଲକ୍ମନ୍କେ ଦେକ୍ବି କି ନାଇ ?”
8 Eu afirmo a vocês que ele julgará a favor do seu povo e fará isso bem depressa. Mas, quando o
9 ତେଇ ରଇଲା କେତେକ୍ ଲକ୍ମନ୍ ନିଜ୍କେ ମୁଇ ନିକ ଆଚି ବଲି ବାବିଅଇ ବିନ୍ଲକ୍କେ ଗିନ୍ କର୍ତେ ରଇଲାଇ । ସେନ୍ତି ଲକ୍ମନର୍ ବିସଇ ବୁଜାଇବାକେ ଜିସୁ ସେମନ୍କେ ଏ କାତାନି କଇଲା ।
9 Jesus também contou esta parábola para os que achavam que eram muito bons e desprezavam os outros:
10 ଦିନେକ୍ ଦୁଇଲକ୍ ପାର୍ତନା କର୍ବାକେ ଗଟେକ୍ ମନ୍ଦିରେ ଗାଲାଇ । ଗଟେକ୍ ଲକ୍ ପାରୁସି ଦଲର୍ ଲକ୍ ଆରି ଗଟେକ୍ ସିସ୍ତୁମାଙ୍ଗୁ ।
10 — Dois homens foram ao Templo para orar. Um era
11 ପାରୁସି ଲକ୍ ନିଜେ ଅଲପ୍ ଦୁରିକେ ଟିଆଅଇ ଏନ୍ତି ପାର୍ତନା କର୍ବାର୍ ବସ୍ଲା, “ଏ ପର୍ମେସର୍ ମୁଇ ତମ୍କେ ଦନିଅବାଦ୍ ଦେଲିନି । ମୁଇ ବିନ୍ଲକର୍ପାରା ଲବ୍ରା ନାଇ କି ମିଚ୍ମାୟା ନାଇ କି ବେସିଆ କାମ୍ କରି ନାଇ । ଆରି ତକେ ଜୁଆର୍ କଲିନି ମୁଇ ଏ ସିସ୍ତୁମାଙ୍ଗୁ ପାରା ନଇ ।”
11 O fariseu ficou de pé e orou sozinho, assim: “Ó Deus, eu te agradeço porque não sou avarento, nem desonesto, nem imoral como as outras pessoas. Agradeço-te também porque não sou como este cobrador de impostos.
12 ଆରି ସେ କଇଲା, “ମୁଇ ଜିଉଦିମନର୍ ନିୟମ୍ ଇସାବେ ଆଟ୍କେ ଦୁଇ ଦିନ୍ ଉପାସ୍ ରଇ ପାର୍ତନା କଲିନି । କାମାଇଲାଟାନର୍ ଦସ୍ବାଗର ବାଗେକ୍ ତମ୍କେ ଦେଲିନି ।” ବଲି ପାର୍ତନା କଲା ।
12 Jejuo duas vezes por semana e te dou a décima parte de tudo o que ganho.”
13 ମାତର୍ ସେ ସିସ୍ତୁମାଙ୍ଗୁ ଦୁରିକେ ଟିଆଅଇ ପାର୍ତନା କର୍ବା ବେଲେ ସରଗ୍ବାଟେ ଦେକ୍ବାକେ ମିସା ମନ୍ ନକରି ନିଜର୍ ବୁକେ ମାରିଅଇ ଏନ୍ତି ପାର୍ତନା କଲା । “ଏ ପର୍ମେସର୍ ମୁଇ ଗଟେକ୍ ପାପି ଲକ୍ ମକେ ଦୟା କରା !”
13 — Mas o cobrador de impostos ficou de longe e nem levantava o rosto para o céu. Batia no peito e dizia: “Ó Deus, tem pena de mim, pois sou pecador!”
14 ଜିସୁ ତାର୍ ସିସ୍ମନ୍କେ କଇଲା, “ସେ ଦୁଇଲକ୍ ପାର୍ତନା ସାରାଇ ବାଅଡ୍ଲାକେ, ସିସ୍ତୁମାଙ୍ଗୁସେ ପର୍ମେସର୍ ଦେକ୍ବା ଇସାବେ ଦରମ୍ ରଇଲା । ପାରୁସି ନାଇ । ଜେ ବଡ୍ପନ୍ ଦେକାଇ ଅଇସି ଆରି ବଡ୍ ବଲି ବାବ୍ସି, ତାକେ ପର୍ମେସର୍ ସାନ୍ ଲକ୍ କର୍ସି । ମାତର୍ ଜେ ନିଜ୍କେ ସାନ୍ ଲକ୍ପାରା ବାବ୍ସି ତାକେ ପର୍ମେସର୍ ବଡ୍ ଲକ୍ କର୍ସି, ଏ କାତା ଏତାଇ ରୁଆ ।”
14 E Jesus terminou, dizendo:
15 ଆରି ଗଟେକ୍ ଦିନେ ଲକ୍ମନ୍ ତାକର୍ ସାନ୍ସାନ୍ ପିଲାମନ୍କେ “ଜିସୁ ଚି କରି ଆସିର୍ବାଦ୍ କର ।” ବଲି ଆନ୍ତେ ରଇଲାଇ । ସିସ୍ମନ୍ ସେଟା ଦେକି ଲକ୍ମନ୍କେ ଲାଗ୍ଲାଇ ।
15 Depois disso, algumas pessoas levaram as suas crianças a Jesus para que ele as abençoasse, mas os discípulos viram isso e repreenderam aquelas pessoas.
16 ମାତର୍ ଜିସୁ ପିଲାମନ୍କେ ଲଗେ ଡାକି, ସିସ୍ମନ୍କେ କଇଲା, “ପିଲାମନ୍କେ ମର୍ ଲଗେ ଆନ୍ବାକେ ମନାକରା ନାଇ । କାଇକେ ବଇଲେ ସରଗ୍ ରାଇଜ୍ ଏନ୍ତି ସାନ୍ ସାନ୍ ପିଲାମନର୍ ପାରା ବିସ୍ବାସ୍ କର୍ବା ଲକ୍ମନର୍ପାଇସେ ।
16 Então Jesus chamou as crianças para perto de si e disse:
17 ଏତାଇ ରୁଆ ! ମୁଇ ତମ୍କେ ସତ୍କାତା କଇଲିନି । କେ ମିସା ଏ ସାନ୍ଲକ୍ ବିସ୍ବାସ୍ କଲାପାରା ମକେ ବିସ୍ବାସ୍ ନ କଲେ, ସେ ପର୍ମେସରର୍ ରାଇଜେ ଜାଇ ନାପାରେ ।”
17 Eu afirmo a vocês que isto é verdade: quem não receber o Reino de Deus como uma criança nunca entrará nele.
18 ଦିନେକ୍ ଗଟେକ୍ ଜିଉଦି ନେତା ଜିସୁକେ ପାଚାର୍ଲା, “ଏ ନିମାନ୍ ଗୁରୁ ! ନ ସାର୍ବା ଜିବନ୍ ମିଲାଇବାକେ ମୁଇ କାଇଟା କର୍ବାର୍ ଆଚେ ?”
18 Certo líder judeu perguntou a Jesus: — Bom Mestre, o que devo fazer para conseguir a vida eterna?
19 ଜିସୁ ତାକେ କଇଲା, ମକେ କାଇକେ ନିମାନ୍ ବଲି କଇଲୁସ୍ନି ? କାଇକେ ବଇଲେ ପର୍ମେସର୍ ଗଟେକ୍ ଲକ୍ସେ ନିମାନ୍ ।
19 Jesus respondeu:
20 ମାତର୍ ମୁଇ ତମ୍କେ କଇଲିନି “ବେସିଆ କାମ୍ କରା ନାଇ, କାକେ ମରାଆ ନାଇ, ବିନ୍ ଲକର୍ ଦିନ୍ସୁ ଚରାଆ ନାଇ, ମିଚ୍ ସାକି କୁଆ ନାଇ, ଆରି ତମର ମାଆବାବାର୍ କାତା ମାନା । ପର୍ମେସର୍ ମସାକେ ଏନ୍ତି ନିୟମ୍ ଦେଲାଆଚେ ଜାନି ଆଚୁସ୍ ।”
20 Você conhece os mandamentos: “Não cometa adultério, não mate, não roube, não dê falso testemunho contra ninguém, respeite o seu pai e a sua mãe.”
21 ସେ ଲକ୍ ଜିସୁକେ କଇଲା, “ଏ ସବୁ ନିୟମ୍ ତା ମୁଇ ପିଲାବେଲେ ଅନି ମାନ୍ଲିନି । ମୁଇ ଆରି କାଇଟା କର୍ବାର୍ ଆଚେ ?”
21 O homem respondeu: — Desde criança eu tenho obedecido a todos esses mandamentos.
22 ଜିସୁ ଏଟା ସୁନି ତାକେ କଇଲା, ତର୍ଟାନେ ଆରି ଗଟେକ୍ ବିସଇ ଉନା ଆଚେ । ତର୍ ସବୁ ଦନ୍ ସଁପତି ବିକି ଗରିବ୍ ଲକ୍ମନ୍କେ ବାଟାକରିଦେସ୍ । ଏନ୍ତି କଲେ ତକେ ସର୍ଗେ ଦନ୍ ରଇସି । ଏଟା ସବୁ କଲା ପଚେ ତୁଇ ମର୍ ସଙ୍ଗ୍ ଆଉ ।
22 Quando Jesus ouviu isso, disse:
23 ମାତର୍ ସେ ଲକ୍ ଏ କାତା ସୁନି ମନ୍ ଦୁକ୍ ଅଇ ଉଟିଗାଲା । କାଇକେ ବଇଲେ ସେ ବେସି ସାଉକାର୍ ରଇଲା ।
23 Quando o homem ouviu isso, ficou muito triste, pois era riquíssimo.
24 ସେ ଲକ୍ ମନ୍ଦୁକ୍ ଅଇଲାଟା ଦେକି ଜିସୁ ତାର୍ ସିସ୍ମନ୍କେ କଇଲା, “ସାଉକାର୍ ଲକ୍ମନ୍ ସରଗ୍ ରାଇଜେ ଜିବାଟା କେଡେ କସ୍ଟର୍ ବିସଇ !
24 Vendo a tristeza dele, Jesus disse:
25 ସେ ଲକ୍ମନ୍ ସରଗ୍ ରାଇଜେ ଜିବାଟାନେଅନି ଗଟେକ୍ ବଡ୍ ଜଁତ୍ ସୁଜିକାଣାବାଟେ ଚିଙ୍ଗ୍ଲି ଜିବାକେ ସଅଜ୍ ଅଇସି ।”
25 É mais difícil um rico entrar no Reino de Deus do que um camelo passar pelo fundo de uma agulha.
26 ଏକାତା ସୁନ୍ତେ ରଇଲା ଲକ୍ମନ୍ କଇଲାଇ, “ଏନ୍ତି ବଇଲେ କେ ତେବେ ଉଦାର୍ ପାଇସି ?”
26 Os que ouviram isso perguntaram: — Então, quem é que pode se salvar?
27 ଜିସୁ କଇଲା, “ପର୍ମେସରର୍ ଟାନେ ନାପାର୍ଲା ବିସଇ କାଇଟା ନାଇ ।”
27 Jesus respondeu:
28 ପିତର୍ ଜିସୁକେ କଇଲା, “ଦେକା ଆମର୍ ଗରର୍ ସବୁ ଚାଡିକରି ତମର୍ ସଙ୍ଗ୍ ଆଇଲୁଆଚୁ ।”
28 Aí Pedro disse: — Veja! Nós deixamos a nossa família e seguimos o senhor.
29 ଜିସୁ ସେମନ୍କେ କଇଲା, “ଉଁ ମୁଇ ତମ୍କେ ସତ୍କାତା କଇଲିନି । ଜନ୍ ଲକ୍ ପର୍ମେସରର୍ ରାଇଜ୍ ପାଇ ନିଜର୍ ଗର୍ଦୁଆର୍, ମାଇଜିପିଲା, ବାଇବଇନି, ମାଆବାବା ଆରି ପିଲାଟକିକେ ଚାଡି ଆଚେ ବଇଲେ,
29 Jesus respondeu:
30 ତାକେ ଏ ଦୁନିଆର୍ ଜିବନେ, ସେ ଜେତ୍କି ଚାଡି ରଇଲା ତାର୍ ତେଇ ଅନି ଅଦିକ୍ ମିଲ୍ସି । ଆରି ପଚେ ତାକେ ନ ସାର୍ବା ଜିବନ୍ ମିଲ୍ସି ।”
30 receberá ainda nesta vida muito mais e, no futuro, receberá a vida eterna.
31 ତାର୍ ପଚେ ଜିସୁ ତାର୍ ବାର୍ଟା ସିସ୍ମନ୍କେ ବିନେ ଡାକିନେଇ କଇଲା, “ସୁନା ! ଆମେ ଜିରୁସାଲମେ ଗାଲୁନି, ଜନ୍ବେଲା ଆମେ କେଟ୍ବୁ ସେବେଲା ପର୍ମେସର୍ ଟାନେଅନି ଆଇଲା ନର୍ପିଲା, ମର୍ ବିସଇ ନେଇ ବବିସତ୍ବକ୍ତାମନ୍ ଲେକି ରଇଲା ସବୁ ବିସଇ ପୁରାପୁରୁନ୍ ଅଇସି ।
31 Jesus levou os doze discípulos para um lado e disse:
32 ସେଟା କାଇଟା ବଇଲେ, ଜିରୁସାଲମେ ମକେ ରମିୟ ଲକ୍ମନ୍କେ ସର୍ପିଦେବାଇ ଆରି ସେମନ୍ ମକେ କିଜାଇବାଇ ଆରି ଲାଜ୍ କରାଇ, ମର୍ ଉପ୍ରେ ତୁକ୍ବାଇ ।
32 Ele será entregue aos não judeus, e estes vão zombar dele, insultá-lo, cuspir nele
33 ତାର୍ପଚେ କର୍ଡା ସଙ୍ଗ୍ ମାର୍ବାଇ, ପଚେ ମକେ ମରାଇବାଇ । ମାତର୍ ତିନ୍ଦିନ୍ ପଚେ ମୁଇ ଆରି ତରେକ୍ ଜିବନ୍ ଅଇ ଉଟ୍ବି ।”
33 e bater nele; e depois o matarão. Mas no terceiro dia ele ressuscitará.
34 ମାତର୍ ସିସ୍ମନ୍ ଏ ସବୁ କାତା ଅଲପ୍ ମିସା ବୁଜିନାପାର୍ଲାଇ, ସେ ବିସଇ ସେମନର୍ଟାନେଅନି ଲୁଚିରଇଲା ।
34 Os discípulos não entenderam nada do que Jesus disse. O que essas palavras queriam dizer estava escondido deles, e eles não sabiam do que Jesus estava falando.
35 ଜିସୁ ଜିରିଅ ଗଡେ କେଟାକେଟି ଅଇଲାବେଲେ ଗଟେକ୍ କାଣା ବାଟ୍ପାଲି ବସି ବିକ୍ ମାଙ୍ଗ୍ତେ ରଇଲା ।
35 Jesus já estava chegando perto da cidade de Jericó. Acontece que um cego estava sentado na beira do caminho, pedindo esmola.
36 ଜିସୁର୍ ସଙ୍ଗ୍ ଜିବା ଲକର୍ କାତା ସୁନି, “ଏଟା କାଇଟା ଅଇଲାନି ?” ବଲି ତେଇ ରଇଲା ଲକ୍ମନ୍କେ ପାଚାର୍ଲା ।
36 Quando ouviu a multidão passando, ele perguntou o que era aquilo.
37 ସେ ଲକ୍ମନ୍ କାଣାକେ କଇଲାଇ, “ନାଜରିତ୍ ଗାଉଁର୍ ଜିସୁ ଏ ବାଟେ ଗାଲାନି ।”
37 — É Jesus de Nazaré que está passando! — responderam.
38 ତେଇ ସେ ଆଉଲିଅଇ କଇଲା, “ଏ ଦାଉଦ୍ ରାଜାର୍ କୁଟୁମର୍ ପିଲା ଜିସୁ ! ତମେ ମକେ ଦୟା କରା ।”
38 Aí o cego começou a gritar: — Jesus,
39 ଆଗେ ଜିବା ଲକ୍ମନ୍ କାଣାକେ ଦମ୍କାଇ କରି ଚୁପ୍ଅଇ ରଇବାକେ କଇଲାଇ । ମାତର୍ ସେ ଅଦିକ୍ ଅଦିକ୍ ଆଉଲି ଅଇ “ଏ ଦାଉଦ୍ ରାଜାର୍ କୁଟୁମର୍ ପିଲା ଜିସୁ ! ମକେ ଦୟା କରା !” ବଲି କଇଲା ।
39 As pessoas que iam na frente o repreenderam e mandaram que ele calasse a boca. Mas ele gritava ainda mais: — Filho de Davi, tenha pena de mim!
40 ଜିସୁ ତାର୍ କାତା ସୁନି ଟିଆ ଅଇଲା ଆରି, “ତାକେ ମର୍ ଲଗେ ଆନା” ବଲି ଆଦେସ୍ ଦେଲା ।
40 Jesus parou e mandou que trouxessem o cego. Quando ele chegou perto, Jesus perguntou:
41 କାଣା ବିକାରି ଜିସୁର୍ ଲଗେ ଆଇଲାଜେ, ଜିସୁ ତାକେ ପାଚାର୍ଲା, “ମୁଇ ତର୍ପାଇ କାଇଟା କର୍ବି ବଲି ମନ୍ କଲୁସ୍ନି ?” ସେ ଜିସୁକେ “ଏ ମାପ୍ରୁ, ମକେ ଦେକ୍ବା ବପୁ ଦିଆ । ସେନ୍ତି ମକେ ନିମାନ୍ କରିଦେ ।” ବଲି କଇଲା ।
41 — O que é que você quer que eu faça? — Senhor, eu quero ver de novo! — respondeu ele.
42 ତେବେ ଜିସୁ ତାକେ କଇଲା, “ତୁଇ ଦେକ୍ବାକେ ପାଆ ! ମୁଇ ତର୍ ଆଁକି ନିକ କର୍ବି କାଇକେ ବଇଲେ, ତୁଇ ମର୍ତେଇ ବିସ୍ବାସ୍ କରି ଆଚୁସ୍ ।”
42 Então Jesus disse:
43 ସେ ଦାପ୍ରେ, ସେ କାଣା ଦେକି ପାର୍ଲା । ଆରି ପର୍ମେସର୍କେ ଦନିଅବାଦ୍ କରିକରି ଜିସୁର୍ ସଙ୍ଗ୍ ଗାଲା । ଏ ଗଟ୍ନା ଦେକ୍ଲା ସବୁ ଲକ୍ମନ୍ ପର୍ମେସରର୍ ଡାକ୍ପୁଟା କଲାଇ ।
43 No mesmo instante o homem começou a ver e, dando glória a Deus, foi seguindo Jesus. E todos os que viram isso começaram a louvar a Deus.
Atalhos do teclado
- Capítulo anterior←
- Próximo capítulo→
- Versículo anteriork
- Próximo versículoj
- Limpar seleçãoEsc
- Esta ajuda?
Estude este capítulo no WhatsApp
Peça à IA da Bíblia Fala para explicar Lucas 18, comparar traduções ou montar um estudo — tudo direto pelo WhatsApp.