Lucas 19
ସତିଅର୍ ବାଟ୍ (DSO) vs VC
1 ଜିସୁ ଆରି ତାର୍ ସିସ୍ମନ୍ ଜିରିଅ ବାଟେ ଜାଇତେ ରଇଲାଇ ।
1 Jesus entrou em Jericó e ia atravessando a cidade.
2 ତେଇ ଜକିୟ ନାଉଁର୍ ଗଟେକ୍ ମୁକିଅ ସିସ୍ତୁମାଙ୍ଗୁ ରଇଲା । ସେ ବେସି ସାଉକାର୍ ରଇଲା ।
2 Havia aí um homem muito rico chamado Zaqueu, chefe dos recebedores de impostos.
3 ଜିସୁ କେନ୍ତାର୍ ଲକ୍ ବଲି ଦେକ୍ବାକେ ଜକିୟ ମନ୍ କର୍ତେ ରଇଲା । ମାତର୍ ଜିସୁର୍ ସଙ୍ଗ୍ ବେସି ଲକ୍ମନ୍ ଜାଇତେ ରଇଲାଇକେ ତାକେ ଦେକିନାପାର୍ତେ ରଇଲା । କାଇକେବଇଲେ ସେ ବୁଟି ରଇଲା ।
3 Ele procurava ver quem era Jesus, mas não o conseguia por causa da multidão, porque era de baixa estatura.
4 ସେଟାର୍ ପାଇ ସେ, ଲକ୍ମନର୍ ଆଗ୍ତୁ ପାଲାଇ ଜାଇ ଜିସୁକେ ଦେକ୍ବାକେ ଗଟେକ୍ ଡୁମ୍ରି ଗଚେ ଚଗ୍ଲା । କାଇକେ ବଇଲେ ଜିସୁ ସେ ବାଟ୍ଦେଇ ଜିବାର୍ ରଇଲା ।
4 Ele correu adiande, subiu a um sicômoro para o ver, quando ele passasse por ali.
5 ଜିସୁ ସେ ଜାଗାଇ କେଟି ଉପ୍ରେ ଦେକିକରି ଜକିୟକେ କଇଲା, “ଜକିୟ ବିଗି ଉତ୍ରି ଆଉ, ଆଜି ମୁଇ ତମର୍ ଗରେ ରଇବି ।”
5 Chegando Jesus àquele lugar e levantando os olhos, viu-o e disse-lhe: Zaqueu, desce depressa, porque é preciso que eu fique hoje em tua casa.
6 ତାର୍ ପଚେ ଜକିୟ ଦାପ୍ରେ ଉତ୍ରି ଆସି ବେସି ସାର୍ଦାଅଇ ଜିସୁକେ ତାର୍ ଗରେ ଡାକିନେଲା ।
6 Ele desceu a toda a pressa e recebeu-o alegremente.
7 ସେଟା ଦେକି ତେଇ ରଇଲା ଲକ୍ମନ୍ ଜିସୁ ଗଟେକ୍ ପାପି ଲକର୍ ଗରେ କାଇବାକେ ଗାଲାନି ବଲି ଗୁର୍ମୁରି ଜାଇତେରଇଲାଇ ।
7 Vendo isto, todos murmuravam e diziam: Ele vai hospedar-se em casa de um pecador...
8 ଜକିୟ ଟିଆଅଇ ଜିସୁକେ କଇଲା, “ଏ ମାପ୍ରୁ, ସୁନା ! ମର୍ ସଁପତିଅନି ଅଦାବାଗ୍ ଗରିବ୍ ଲକ୍ମନ୍କେ ଦାନ୍ କରିଦେବି । ଆରି ସିସ୍ତୁ ମାଙ୍ଗ୍ବା ବେଲାଇ କାର୍ଟା ଅନିଆଇକରି ଆନି ରଇଲାଟା ମୁଇ ଚାର୍ଗୁନ୍ ଅଦିକ୍ ବାଉଡାଇ ଦେବି ।”
8 Zaqueu, entretanto, de pé diante do Senhor, disse-lhe: Senhor, vou dar a metade dos meus bens aos pobres e, se tiver defraudado alguém, restituirei o quádruplo.
9 ଜିସୁ ଜକିୟକେ କଇଲା, “ଆଜି ଏ ଗରେ ମୁକ୍ତି ମିଲ୍ଲା । କାଇକେବଇଲେ ଏ ମିସା ଗଟେକ୍ ଅବ୍ରାଆମର୍ ନାତିତିତି ।
9 Disse-lhe Jesus: Hoje entrou a salvação nesta casa, porquanto também este é filho de Abraão.
10 ପର୍ମେସର୍ ଟାନେଅନି ଆସିରଇବା ନର୍ପିଲା ମୁଇ ପାପେ ରଇଲା ଲକ୍ମନ୍କେ ସେମନର୍ ପାପେଅନି ରକିଆ କର୍ବାକେ ଆସିଆଚି ।”
10 Pois o Filho do Homem veio procurar e salvar o que estava perdido.
11 ସେମନ୍ ଜିରୁସାଲାମ୍ ଲଗେ ଆଇଲା ବେଲାଇ ଜିସୁର୍ ସଙ୍ଗ୍ ଜିବା ଲକ୍ମନ୍ ତାର୍ କଇବା ସବୁ କାତା ସୁନ୍ତେ ରଇଲାଇ । କାଇକେବଇଲେ ତାର୍ କାତା ସୁନ୍ଲା ଲକ୍ମନ୍ ପର୍ମେସରର୍ ରାଇଜର୍ ସାସନ୍ ଦାପ୍ରେ ଅଇସି ବଲି ବାବ୍ତେ ରଇଲାଇ ।
11 Ouviam-no falar. E como estava perto de Jerusalém, alguns se persuadiam de que o Reino de Deus se havia de manifestar brevemente; ele acrescentou esta parábola:
12 ସେଟାର୍ପାଇ ସେ ଏ କାତାନି କଇଲା, ଗଟେକ୍ ବଡ୍ ଗରେ ଜନମ୍ ଅଇଲା ଲକ୍ ଦୁର୍ ଦେସେ ଜିବାକେ ତିଆର୍ ଅଇଲା । କାଇକେ ବଇଲେ ତେଇ ତାକେ ରାଜା କରାଇବାଇ । ସମାନ୍ ବେଲାଇ ତାର୍ ଦେସେ ସେ ବାଉଡି ଆଇସି ।
12 Um homem ilustre foi para um país distante, a fim de ser investido da realeza e depois regressar.
13 ତାର୍ ଆଗ୍ତୁ ସେ ତାର୍ ଦସ୍ଟା ଦାଙ୍ଗ୍ଡାମନ୍କେ ଡାକି, ଗଟେକ୍ ଗଟେକ୍ ଲକ୍କେ ଗଟେକ୍ ଗଟେକ୍ ସୁନାର୍ ଡାବୁ ଦେଇ କରି କଇଲା, “ମୁଇ ବାଉଡି ଆଇବାଜାକ ଏ ଡାବୁ ବେବାର୍ କରି ବୁତେକ୍ କରି ରୁଆ ।”
13 Chamou dez dos seus servos e deu-lhes dez minas, dizendo-lhes: Negociai até eu voltar.
14 ମାତର୍ ତାର୍ ଦେସର୍ ଲକ୍ମନ୍ ତାକେ ଇନ୍ କର୍ତେରଇଲାଇ । ଆରି ସାସନ୍ କର୍ବା ଲକ୍ମନର୍ ଲଗେ କବର୍ କଇ ପାଟାଇଲାଇ, “ଏ ଲକ୍ ଆମ୍କେ ସାସନ୍ କର ବଲି ଆମେ ମନ୍ କରୁନାଇ ।”
14 Mas os homens daquela região odiavam-no e enviaram atrás dele embaixadores, para protestarem: Não queremos que ele reine sobre nós.
15 ଏନ୍ତି ବଲି କଇଲେ ମିସା, ସେ ରାଜାଅଇ ଗରେ ବାଉଡି ଆଇଲା । ଆରି ସେ କାକେ କାକେ ସୁନାର୍ ଡାବୁ ଦେଇ ରଇଲା, ସେମନ୍ କେତେକ୍ ଲାକା ଲାବ୍ କଲାଇ ଆଚତ୍ ବଲି ଜାନ୍ବାକେ ଡାକାଇ ପାଟାଇଲା ।
15 Quando, investido da dignidade real, voltou, mandou chamar os servos a quem confiara o dinheiro, a fim de saber quanto cada um tinha lucrado.
16 ତେଇ ପର୍ତୁମର୍ ଲକ୍ ଆସି କଇଲା, “ଏ ଆଗିଆଁ, ତମେ ଦେଲା ଗଟେକ୍ ସୁନାର୍ ଡାବୁ ନେଇ ଆରି ଦସ୍ଟା କଲିଆଚି ।”
16 Veio o primeiro: Senhor, a tua mina rendeu dez outras minas.
17 ସେ ରାଜା ସାର୍ଦା ଅଇ ତାକେ କଇଲା “ତୁଇ ନିକ ଦାଙ୍ଗ୍ଡା, ଅଲପ୍ ବିସଇ ଦାଇତ୍ ନେଇ କାମ୍ କଲୁସ୍ । ସେଟାର୍ପାଇ ମୁଇ ତକେ ଦସ୍ଟା ଗଡ୍ ଉପ୍ରେ ସାସନ୍ କର୍ବାକେ ସର୍ପି ଦେଲିନି ।”
17 Ele lhe disse: Muito bem, servo bom; porque foste fiel nas coisas pequenas, receberás o governo de dez cidades.
18 ଆରି ଗଟେକ୍ ଲକ୍ ଆସି କଇଲା, “ଆଗିଆଁ, ତୁଇ ଦେଇରଇଲା ସୁନାର୍ ଡାବୁ ନେଇ ଆରି ପାଁଚ୍ଟା ଲାବ୍ କଲିଆଚି ।”
18 Veio o segundo: Senhor, a tua mina rendeu cinco outras minas.
19 ସେ ରାଜା ତାକେ ମିସା କଇଲା “ତକେ ସାସନ୍ କର୍ବାକେ ପାଁଚ୍ଟା ଗଡ୍ ସର୍ପିଦେଲିନି ।”
19 Disse a este: Sê também tu governador de cinco cidades.
20 ମାତର୍ ଆରି ଗଟେକ୍ ଦାଙ୍ଗ୍ଡା ରାଜାର୍ ଲଗେ ଆସି କଇଲା, “ଏ ଆଗିଆଁ, ତମେ ଦେଇରଇଲା ସୁନାର୍ ଡାବୁ ଏଦେ ଦେକା, ଗଟେକ୍ ଗର୍ଣ୍ଡାଇ ଗୁଡିଆ ବାନ୍ଦି ସଙ୍ଗଇ ଦେଇରଇଲି ।
20 Veio também o outro: Senhor, aqui tens a tua mina, que guardei embrulhada num lenço;
21 ତୁଇ ସାସନ୍ କର୍ବା ଲକ୍ ବଲି ଡରିକରି ମୁଇ ସେଟା ନେଇ ବେବାର୍ କରିନାଇ । କାଇକେବଇଲେ ଜାକେ ଦେଇ ନ ରଉସ୍ ତାର୍ତେଇଅନି ମାଙ୍ଗିନେଇସୁ । ଆରି ଜନ୍ତି ବୁନି ନ ରଉସ୍ ତେଇଅନି କାଟି ନେଇସୁ ।”
21 pois tive medo de ti, por seres homem rigoroso, que tiras o que não puseste e ceifas o que não semeaste.
22 ସେ ରାଜା ରିସାଅଇ କଇଲା, “ଅଇରେ ଦାଙ୍ଗ୍ଡା, ତର୍ କାତା ଇସାବେ ଆକା ତକେ ବିଚାର୍ କର୍ବି । ମୁଇ ଲକ୍ମନ୍ ଜନ୍ଟା ଦେଇ ନ ରଇ ସେଟା ମାଗିନେବି, ଆରି ଜନ୍ତେଇ ବୁନି ନ ରଇ ତେଇଅନି କାଟ୍ବି, ସେଟା ଜାନିରଇଲୁସ୍ ।
22 Replicou-lhe ele: Servo mau, pelas tuas palavras te julgo. Sabias que sou rigoroso, que tiro o que não depositei e ceifo o que não semeei...
23 ସେନ୍ତାର୍ଆଲେ ମର୍ ସୁନାର୍ ଡାବୁ କାଇକେ ବେଁକେ ସଙ୍ଗଉସ୍ ନାଇ ? ସଙ୍ଗଇ ରଇଲେ ତେଇଅନି ମକେ କଲନ୍ତର୍ ମିଲ୍ତା ।”
23 Por que, pois, não puseste o meu dinheiro num banco? Na minha volta, eu o teria retirado com juros.
24 ଆରି ସେ ଲଗେ ଟିଆଅଇଲା ଲକ୍ମନ୍କେ ରାଜା କଇଲା, “ତାର୍ ତେଇଅନି ଏ ଅଦ୍ଲି ମାଗିନେଇ ଜେ ଦସ୍ଟା ଅଦ୍ଲି ଲାବ୍କଲା ଆଚେ, ତାକେ ଦିଆସ୍ ।”
24 E disse aos que estavam presentes: Tirai-lhe a mina, e dai-a ao que tem dez minas.
25 ମାତର୍ ସେ ଲକ୍ମନ୍ ରାଜାକେ ପାଚାର୍ଲାଇ, “ଏ ଆଗିଆଁ ତାର୍ଟାନେ ଦସ୍ଟା ଆଚେ ଆରି ତାକେ କାଇକେ ଦେଉଁ ?”
25 Replicaram-lhe: Senhor, este já tem dez minas!...
26 ସେ କଇଲା, “ମୁଇ ତମ୍କେ କଇଲିନି, ଜାକେ ଆଚେ ତାକେ ଅଦିକ୍ ଦିଆଅଇସି, ମାତର୍ ଜାର୍ ନାଇ, ତାର୍ତେଇ ରଇଲା ଅଲପ୍ ମିସା ଚାଡାଇ ନିଆଅଇସି ।
26 Eu vos declaro: a todo aquele que tiver, dar-se-lhe-á; mas, ao que não tiver, ser-lhe-á tirado até o que tem.
27 ମାତର୍ ଜେମନ୍ ମୁଇ ତାକର୍ ରାଜା ଅଇବାକେ ମନ୍ ନ କର୍ତେ ରଇଲାଇ, ସେମନ୍କେ ଡାକି ଆନି ମର୍ ମୁଆଟେ ମରାଇଦିଆସ୍ ।”
27 Quanto aos que me odeiam, e que não me quiseram por rei, trazei-os e massacrai-os na minha presença.
28 ଜିସୁ ଏ ସବୁ କାତା କଇସାରାଇ ସିସ୍ମନର୍ ଆଗ୍ତୁ ଆଗ୍ତୁ ଜିରୁସାଲାମ୍ ବାଟେ ଗାଲା ।
28 Depois destas palavras, Jesus os foi precedendo no caminho que sobe a Jerusalém.
29 ଜେଡେବଲ୍ ଜିସୁ ଆରି ତାର୍ ସିସ୍ମନ୍ ଜିତ୍ଗଚ୍ମନ୍ ରଇଲା ଡଙ୍ଗର୍ ପାଲି ଆରି ବେତ୍ପାଗି ଆରି ବେତ୍ନିଆ ଗଡେ କେଟ୍ଲାଇ, ସେ ସିସ୍ମନର୍ ବିତ୍ରେ ଅନି ଦୁଇ ଲକ୍କେ, ସେମନ୍ ଜିବା ଆଗ୍ତୁ ଏନ୍ତାରି କଇପାଟାଇଲା ।
29 Chegando perto de Betfagé e de Betânia, junto do monte chamado das Oliveiras, Jesus enviou dois dos seus discípulos e disse-lhes:
30 ତମର୍ ମୁଆଟେ ରଇବା ଗାଏଁ ଜାଆ । ସେ ଗାଏଁ ଗାଲେ, କେ କେବେ ମିସା ଚଗିନରଇବା ଗଦପିଲା ବାନ୍ଦିଅଇରଇଲାଟା ଦେକ୍ସା । ତାକେ ମେଲି ଦାରିଆସା ।
30 Ide a essa aldeia que está defronte de vós. Entrando nela, achareis um jumentinho atado, em que nunca montou pessoa alguma; desprendei-o e trazei-mo.
31 ଜେ ଜଦି ତମ୍କେ “କାଇକେ ମେଲି ନେଲାସ୍ନି ?” ବଲି କଇଲେ “ଏଟା ଗୁରୁକେ ଦର୍କାର୍ ଆଚେ ବଲି କୁଆ ।”
31 Se alguém vos perguntar por que o soltais, responder-lhe-eis assim: O Senhor precisa dele.
32 ପଚେ ସିସ୍ମନ୍ ସେ ଗାଏଁ ଜାଇ, ଜିସୁ ଜେନ୍ତି କଇରଇଲା ସେନ୍ତି ଦେକ୍ଲାଇ ।
32 Partiram os dois discípulos e acharam tudo como Jesus tinha dito.
33 ଆରି ସେମନ୍ ସେ ଗଦପିଲାକେ ମେଲ୍ବାବେଲେ ଗଦ ପିଲାର୍ ସାଉକାର୍ ସେମନ୍କେ ପାଚାର୍ଲା, “କାଇକେ ଗଦପିଲାକେ ମେଲ୍ଲାସ୍ନି ?”
33 Quando desprendiam o jumentinho, perguntaram-lhes seus donos: Por que fazeis isto?
34 ସିସ୍ମନ୍ କଇଲାଇ, “ଏ ଗଦପିଲା ଗୁରୁକେ ଦର୍କାର୍ ଆଚେ ।”
34 Eles responderam: O Senhor precisa dele.
35 ସିସ୍ମନ୍ ଗଦ ପିଲାକେ ଜିସୁର୍ ଲଗେ ଆନି ନିଜର୍ ନିଜର୍ ଲୁଗା ଗଦର୍ ଉପ୍ରେ ଡାବି ଜିସୁକେ ତାର୍ ଉପ୍ରେ ବସାଇଲାଇ ।
35 E trouxeram a Jesus o jumentinho, sobre o qual deitaram seus mantos e fizeram Jesus montar.
36 ଆରି ଜିସୁ ଗାଲା ବାଟେ ଲକ୍ମନ୍ ନିଜର୍ ନିଜର୍ ପଚିଆମନ୍ ଅଚାଇ ଦେଲାଇ । ଜିସୁ ଜିରୁସାଲମେ ଜିତିକରି ଜିବାଟା|alt="Jesus’ Triumphant entry to Jerusalem" src="lb00315c.tif" size="span" copy="Horace Knowles ©" ref="୧୯:୩୬"
36 À sua passagem, muitas pessoas estendiam seus mantos no caminho.
37 ଜିସୁ ଜେଡେବଲ୍ ଜିତ୍ଗଚ୍ମନ୍ ରଇଲା ଗଡ୍ଗଡା ଜାଗା ଲଗେ କେଟ୍ଲା, ସେବେଲା ତେଇ ରଇଲା ତାର୍ ଜେତ୍କି ସିସ୍ ମାନ୍ଦା ସେ କରିରଇଲା କାବାଅଇଜିବା କାମ୍ ଏତାଇ, ସାର୍ଦାଅଇ ଆଉଲିଅଇକରି ପର୍ମେସର୍କେ ଜୁଆର୍ କରି କଇଲାଇ,
37 Quando já se ia aproximando da descida do monte das Oliveiras, toda a multidão dos discípulos, tomada de alegria, começou a louvar a Deus em altas vozes, por todas as maravilhas que tinha visto.
38 “ପର୍ମେସରର୍ ନାଉଁ ନେଇକରି ଜନ୍ ରାଜା ଆଇଲାନି ତାକେ ସେ ଆସିର୍ବାଦ୍ କର । ସର୍ଗେ ସାନ୍ତି ଅ, ଆରି ସବୁର୍ଟାନେ ଅନି ବଡ୍ ପର୍ମେସରର୍ ମଇମା ଅ ।”
38 E dizia: Bendito o rei que vem em nome do Senhor! Paz no céu e glória no mais alto dos céus!
39 ସେ ସିସ୍ ମାନ୍ଦାର୍ ବିତ୍ରେ କେତେଟା ପାରୁସିମନ୍ ଜିସୁକେ କଇଲାଇ, “ଏ ଗୁରୁ ତର୍ସଙ୍ଗ୍ ଆଇବା ସିସ୍ମନ୍କେ ଚିମ୍ରାଅଇ ରଇବାକେ କଅ ।”
39 Neste momento, alguns fariseus interpelaram a Jesus no meio da multidão: Mestre, repreende os teus discípulos.
40 ମାତର୍ ଜିସୁ ସେମନ୍କେ କଇଲା, “ମୁଇ ତମ୍କେ କଇଲିନି, ଏ ଲକ୍ମନ୍ ଚିମ୍ରାଅଇ ରଇଲେ ପାକ୍ନାମନ୍ ତାକର୍ ନିଜେ ନିଜେ ଆଉଲି ଅଇବାଇ ।”
40 Ele respondeu: Digo-vos: se estes se calarem, clamarão as pedras!
41 ଜିସୁ ଜିରୁସାଲାମ୍ ଲଗେ କେଟ୍ଲା ବେଲେ ସେ ଗଡ୍ ଦେକି କାନ୍ଦିକରି କଇଲା,
41 Aproximando-se ainda mais, Jesus contemplou Jerusalém e chorou sobre ela, dizendo:
42 “ସାନ୍ତି ପାଇବାକେ କାଇଟା ଦର୍କାର୍, ସେଟା ଜଦି ତମେ ଆଜି ଜାନିରଇତାସ୍ ଆଲେ, କେତେ ନିକ ଅଇତା ! ମାତର୍ ସେସବୁ ଏବେ ତମେ ଦେକି ନାପାର୍ଲାସ୍ନି ।
42 Oh! Se também tu, ao menos neste dia que te é dado, conhecesses o que te pode trazer a paz!... Mas não, isso está oculto aos teus olhos.
43 ସେଟାର୍ପାଇ ବଲି ଏନ୍ତି ବେସି ବାଦା ଅଇଜିବା ଦିନ୍ ଆଇସି । ତମର୍ ସତ୍ରୁମନ୍ ତମର୍ ଚାରିବେଟ୍ତି ପାଚୁରି ବାନ୍ଦି ଅଟ୍କାଇବାଇ ଆରି ଚାରିବେଡ୍ତି ଅନି ତମର୍ ଉପ୍ରେ ମାଣ୍ଡି ଆଇବାଇ ।
43 Virão sobre ti dias em que os teus inimigos te cercarão de trincheiras, te sitiarão e te apertarão de todos os lados;
44 ସେମନ୍ ତମ୍କେ ଆରି ତମର୍ ପାଚୁରି ତେଇ ରଇବା ଲକ୍ମନ୍କେ ପୁରାପୁରୁନ୍ ନସାଇ କୁଟ୍କୁଟା କରିଦେବାଇ । ଗଟେକ୍ ପାକ୍ନା ମିସା ନିଜର୍ ଜାଗାଇ ନ ଚାଡତ୍ । କାଇକେବଇଲେ ପର୍ମେସର୍ ତମ୍କେ ରକିଆ କର୍ବାକେ ଆସିରଇଲା, ସେବେଲା ତମେ ଜାନି ନାପାର୍ଲାସ୍ ।”
44 destruir-te-ão a ti e a teus filhos que estiverem dentro de ti, e não deixarão em ti pedra sobre pedra, porque não conheceste o tempo em que foste visitada.
45 ଆରି ଜିସୁ ଜିରୁସାଲାମ୍ ମନ୍ଦିର୍ ବିତ୍ରେ ପୁରିକରି ତେଇ ଗେନାବିକା କର୍ବା ଲକ୍ମନ୍କେ ବାର୍କରାଇଦେବାର୍ ଦାର୍ଲା ।
45 Em seguida, entrou no templo e começou a expulsar os mercadores.
46 ସେମନ୍କେ କଇଲା, “ଦରମ୍ ସାସ୍ତରେ ଏନ୍ତାରି ଲେକାଅଇଲା ଆଚେ, ମର୍ ଗର୍ ପାର୍ତନା ଗର୍ ଅଇସି । ମାତର୍ ତମେ ସେଟା ଚର୍ମନର୍ ଲୁଚ୍ବା ଜାଗା କରିଆଚାସ୍ ।”
46 Disse ele: Está escrito: A minha casa é casa de oração! Mas vós a fizestes um covil de ladrões {Is 56,7; Jr 7,11}.
47 ତାର୍ ପଚେ ଜିସୁ ସବୁଦିନେ ଜିରୁସାଲାମ୍ ମନ୍ଦିରେ ସିକିଆ ଦେଇତେ ରଇଲା । ମାତର୍ ମୁକିଅ ପୁଜାରିମନ୍, ସାସ୍ତର୍ ସିକାଉମନ୍ ଆରି ନେତାମନ୍ ମିସି ଜିସୁକେ ମରାଇବାକେ ଚେସ୍ଟା କର୍ତେ ରଇଲାଇ ।
47 Todos os dias ensinava no templo. Os príncipes dos sacerdotes, porém, os escribas e os chefes do povo procuravam tirar-lhe a vida.
48 କାଇକେ ବଇଲେ ଗୁଲାଇ ଲକ୍, ଜିସୁ ସିକାଇଦେବା କାତା ଆରି ସେ କଇତେରଇବା ପଦ୍ମନ୍ ମନ୍ଦିଆନ୍ ଦେଇ ସୁନ୍ତେ ରଇଲାଇ । ତେବର୍ ପାଇ ସେମନ୍ କେନ୍ତାର୍ କର୍ବାର୍ ବଲି ବାଟ୍ ମିଲାଇ ନାପାର୍ତେ ରଇଲାଇ ।
48 Mas não sabiam como realizá-lo, porque todo o povo ficava suspenso de admiração, quando o ouvia falar.
Atalhos do teclado
- Capítulo anterior←
- Próximo capítulo→
- Versículo anteriork
- Próximo versículoj
- Limpar seleçãoEsc
- Esta ajuda?
Estude este capítulo no WhatsApp
Peça à IA da Bíblia Fala para explicar Lucas 19, comparar traduções ou montar um estudo — tudo direto pelo WhatsApp.