Lucas 21
ସତିଅର୍ ବାଟ୍ (DSO) vs ARC
1 ତାର୍ ପଚେ ଜିସୁ ଚାରିବେଡ୍ତି ଦେକ୍ଲା ଆରି ସାଉକାର୍ ଲକ୍ମନ୍ ମନ୍ଦିରର୍ ପେଟିଆଟାନେ ଦାନ୍ ଦେବାଟା ଦେକ୍ଲା ।
1 E, olhando ele, viu os ricos lançarem as suas ofertas na arca do tesouro;
2 ସେବେଲା ଗଟେକ୍ ଅର୍କିତ୍ ରାଣ୍ଡି ମାଇଜି ମିସା ଜଡେକ୍ ତାମାକାସୁ ଦେବାଟା ଜିସୁ ଦେକ୍ଲା ।
2 e viu também uma pobre viúva lançar ali duas pequenas moedas;
3 “ମୁଇ ତମ୍କେ ସତ୍ କାତା କଇଲିନି, ସବୁ ଲକର୍ଟାନେଅନି ଏ ରାଣ୍ଡିମାଇଜି ଅଦିକ୍ ଦେଲା ଆଚେ ।
3 e disse: Em verdade vos digo que lançou mais do que todos esta pobre viúva,
4 କାଇକେ ବଇଲେ ସାଉକାର୍ ଲକ୍ମନ୍ ନିଜର୍ ନିଜର୍ ଅଗଲ୍ଲା ଦନ୍ତେଇଅନି ଅଲପ୍ ଅଲପ୍ ଦେଲାଇ ଆଚତ୍ । ମାତର୍ ଏ, ନିଜେ ବଁଚ୍ବା ପାଇ ତାର୍ ଜେତ୍କି ରଇଲା ସବୁ ଦେଲା ଆଚେ ।”
4 porque todos aqueles deram como ofertas de Deus do que lhes sobeja; mas esta, da sua pobreza, deu todo o sustento que tinha.
5 କେତେଟା ସିସ୍ମନ୍ ମନ୍ଦିରର୍ ବିସଇ ନେଇକରି ନିଆଇ କର୍ତେ ରଇଲାଇ । “ତେଇ ଲାଦିରଇବା ସୁନ୍ଦର୍ ସୁନ୍ଦର୍ ପାକ୍ନା ଆରି ପର୍ମେସର୍କେ ସର୍ପି ଦେଲା ଦାନ୍ ସଙ୍ଗ୍ କେତେକ୍ ସୁନ୍ଦର୍ ଗର୍ ବାନ୍ଦ୍ଲାଇ ଆଚତ୍” ବଲି କାତାଅଇତେ ରଇଲାଇ ।
5 E, dizendo alguns a respeito do templo, que estava ornado de formosas pedras e dádivas, disse:
6 “ଏନ୍ତି ଦିନ୍ ଆଇସି, ଏବେ ତମେ କାଇ କାଇଟା ଦେକ୍ଲାସ୍ନି ସେଟା ସବୁ କୁରୁପ୍ନାସ୍ ଜାଇସି । ଗଟେକ୍ ପାକ୍ନା ମିସା ତାର୍ ଜାଗାଇ ନ ରଏ । ସବୁ ମାଟିତେଇ ମିସି ଜାଇସି ।”
6 Quanto a estas que se não deixará pedra sobre pedra que não seja derribada.
7 ତାର୍ ପଚେ ସେମନ୍ ଜିସୁକେ ପାଚାର୍ଲାଇ, “ଏ ଗୁରୁ, ଏଟା ସବୁ କେବେ ଅଇସି ? ଆରି ଏ ସବୁ ଗଟ୍ନା କେଟ୍ବା ଆଗ୍ତୁ ସେଟା କେଡେବଲ୍ ଅଇସି ବଲି କେନ୍ତି ଚିନି ଅଇସି ?”
7 E perguntaram-lhe, dizendo: Mestre, quando serão, pois, essas coisas? E que sinal haverá quando isso estiver para acontecer?
8 ଜିସୁ ସେମନ୍କେ କଇଲା, “ଜାଗ୍ରତ୍ଅଇକରି ରୁଆ, ନାଡାଇ ଉଆ ନାଇ । ବେସି ଲକ୍ ମର୍ ନାଉଁଦାରି ଆସି କଇବାଇ, ‘ମୁଇ ସେ ଆକା ।’ ବେଲା କେଟ୍ଲା ଆଚେ, ମାତର୍ ତମେ ସେମନର୍ ପଚେ ଜାଆ ନାଇ ।
8 Disse, então, ele: Vede que não vos enganem, porque virão muitos em meu nome, dizendo: Sou eu, e o tempo está próximo; não vades, portanto, após eles.
9 ଆରି କେବେ ତମେ ଜୁଇଦ୍ ଆରି କିରମାର ଅଇବାଟା ସୁନ୍ସା, ସେବେଲା ଡରା ନାଇ । କାଇକେ ବଇଲେ ଏ ସବୁ ଗଟ୍ନା ଆଗ୍ତୁ ଅଇସିସେ । ମାତର୍ ଏ ଦୁନିଆର୍ ସେସ୍ ଦିନ୍ ସେଦାପ୍ରେ ନ ଆସେ ।”
9 E, quando ouvirdes de guerras e sedições, não vos assusteis. Porque é necessário que isso aconteça primeiro, mas o fim não
10 ଆରି ଜିସୁ କଇଲା, “ଦେସ୍ ବିରୁଦେ ଦେସ୍ ଆରି ଜାତି ବିରୁଦେ ଜାତି ଉଟ୍ସି ।
10 Então, lhes disse: Levantar-se-á nação contra nação, e reino, contra reino;
11 ଦର୍ତନି ଚୁଲ୍ବୁଲ୍ସି । ବଡ୍ ରଗ୍ମନ୍ ଅଇସି ଆରି ଆକାସେ କେବେ ନ ଅଇବା କାବା ଅଇଜିବା ଚିନ୍ମନ୍ ଡିସ୍ସି ।
11 e haverá, em vários lugares, grandes terremotos, e fomes, e pestilências; haverá também coisas espantosas e grandes sinais do céu.
12 ମାତର୍ ଏ ସବୁ ବିସଇ ନ ଅଇବା ଆଗ୍ତୁ, ତମ୍କେ ବାନ୍ଦିକରି ନେଇ ସାସ୍ତି ଦେବାଇ, ପାର୍ତନା ଗର୍ମନ୍କେ ବିଚାର୍ କରି ବନ୍ଦିଗରେ ପାକାଇବାକେ ସର୍ପିଦେବାଇ । ମର୍ପାଇ ତମେ ରାଜା ଆରି ସାସନ୍ କାରିଆମନର୍ ମୁଆଟେ ଟିଆ ଅଇସା ।
12 Mas, antes de todas essas coisas, lançarão mão de vós e às prisões e conduzindo-vos à presença de reis e governadores, por amor do meu nome.
13 ମର୍ ବିସଇ ତମେ ବିନ୍ ଲକ୍ମନ୍କେ କଇବାକେ ଗଟେକ୍ ସମାନ୍ ବେଲା ଅଇସି ।
13 E vos acontecerá
14 ତେବର୍ ପାଇ ‘ମୁଇ ନିଜ୍କେ କେନ୍ତି ରକିଆ କର୍ବି ?’ ସେ ବିସଇ ବାବିକରି ଆଗେଅନି ଚିନ୍ତା କରା ନାଇ ।
14 Proponde, pois, em vosso coração não premeditar como haveis de responder,
15 କାଇକେ ବଇଲେ ମୁଇ ତମ୍କେ ଟିକ୍ପଦ୍ କଇବାକେ ଗିଆନ୍ ଦେବି । ତମ୍କେ ବିରଦ୍ କର୍ବା ଲକ୍ମନ୍ ସେ ଗିଆନର୍ ବାଦୁଲେ କାଇଟା କଇନାପାରତ୍ ।
15 porque eu vos darei boca e sabedoria a que não poderão resistir, nem contradizer todos quantos se vos opuserem.
16 ଆରି ତମର୍ ମାଆ ବାବା, ବାଇ, ନିଜର୍ ଲାଗାର୍ ଲିତାର୍ ଲକ୍, ମଇତର୍ମନ୍ ଆରି କୁଟୁମର୍ ଲକ୍ମନ୍, ତମ୍କେ ବିରଦିମନ୍କେ ସର୍ପି ଦେବାଇ ଆରି ତମର୍ ବିତ୍ରେ ଅନି କେତେ ଲକ୍କେ ମରାଇଦେବାଇ ।
16 E até pelos pais, e irmãos, e parentes, e amigos sereis entregues; e matarão
17 ତମେ ମର୍ତେଇ ବିସ୍ବାସ୍ କଲାସ୍ନି ବଲି ଗୁଲାଇ ଲକ୍ମନ୍ ତମ୍କେ ଇନ୍ କର୍ବାଇ ।
17 E de todos sereis odiados por causa do meu nome.
18 ମାତର୍ ତମର୍ ମୁଣ୍ଡର୍ ଚେଣ୍ଡି ମିସା ଗଟେକ୍ ନ ନସେ ।
18 Mas não perecerá um único cabelo da vossa cabeça.
19 ତମେ ଡାଟ୍ଅଇ ରଇଲେ ଏ ସବୁ ବିସଇ ମୁର୍ଚିକରି, ତମର୍ ଆତ୍ମାକେ ରକିଆ କର୍ସା ।”
19 Na vossa paciência, possuí a vossa alma.
20 “ମାତର୍ ଜେଡେବଲ୍ ତମେ ଜିରୁସାଲମ୍ ଗଡେ ବିରଦି ସନିଅମନ୍ ଚାରିବେଡ୍ତି କିନ୍ଦ୍ରି ରଇବାଟା ଦେକ୍ସା ବଇଲେ, ସେବେଲା ଜିରୁସାଲାମ୍ ନସ୍ଟ ଅଇବା ବେଲା ଲଗେ କେଟ୍ଲା ବଲି ଜାନା ।
20 Mas, quando virdes Jerusalém cercada de exércitos, sabei, então, que é chegada a sua desolação.
21 ସେବେଲାଇ କେ କେ ଜିଉଦା ଦେସେ ରଇବାଇ, ସେମନ୍ ଡଙ୍ଗର୍ ବିତ୍ରେ ପାଲାଅତ୍ । କେ କେ ଗଡ୍ ବିତ୍ରେ ରଇବାଇ ସେମନ୍ କେନେ ମିସା ବଁଚ୍ବାକେ ପାଲାଅତ୍ । କେ କେ ଗଡ୍ ବାଇରେ ରଇବାଇ ସେମନ୍ ଗଡ୍ ବିତ୍ରେ ନ ପୁରତ୍ ।
21 Então, os que estiverem na Judeia, que fujam para os montes; os que estiverem no meio da
22 କାଇକେ ବଇଲେ ସେଟା ସାସ୍ତରର୍ ସବୁ ବିସଇ ଜେନ୍ତିକି ସିଦ୍ ଅଇସି, ସେଟାର୍ ପାଇ ସେ ଦିନ୍ମନ୍ ବେସି ଡଣ୍ଡ୍ ପାଇବା ଦିନ୍ମନ୍ ଅଇସି ।
22 Porque dias de vingança são estes, para que se cumpram todas as
23 ସେ ଦିନ୍ମନ୍କେ ଗାଗ୍ଡେ ରଇବା ମାଇଜିମନ୍ ଆରି ଦୁଦ୍ କୁଆଇତେରଇବା ମାଆମନର୍ କେତେକ୍ ଦୁକର୍ ଦିନ୍ ଅଇସି । ଏ ଦେସର୍ ଲକ୍ମନ୍କେ ଅପର୍ବଲ୍ ଦୁକ୍ ଆଇସି ଆରି ସେମନ୍ ଡଣ୍ଡ୍ ପାଇବାଇ ।
23 Mas ai das grávidas e das que criarem naqueles dias! Porque haverá grande aflição na terra e ira sobre este povo.
24 କେତେ ଲକ୍କେ କାଣ୍ଡାର୍ଦାର୍ ସଙ୍ଗ୍ ମରାଇବାଇ ଆରି କେତେ ଲକ୍ମନ୍କେ ବନ୍ଦିକରି ବିନ୍ବିନ୍ ଦେସେ ଦାରିଜିବାଇ । ଜିଉଦି ନଇଲା ଲକ୍ମନର୍ ବେଲା ନ ସାର୍ବାଜାକ ଜିରୁସାଲାମ୍ ବିନାସ୍ କର୍ବାକେ ଚାଡିଦେବାଇ ।”
24 E cairão a fio de espada e para todas as nações serão levados cativos; e Jerusalém será pisada pelos gentios, até que os tempos dos gentios se completem.
25 “ବାଦ୍ଲେ, ବେଲ୍ଟାନେ, ଜନ୍ଟାନେ ତାରାମନର୍ଟାନେ କେବେ ନ ଡିସ୍ବା ଚିନ୍ମନ୍ ଡିସ୍ସି । ଦୁନିଆର୍ ସବୁ ଦେସର୍ ଲକ୍, ବେସି ଦୁକ୍ କସ୍ଟ ପାଇବାଇ । ଜେଡେବେଲା ସମ୍ଦୁରର୍ ବଡ୍ ଲଅଡି ଗରଜ୍ଲେ ଲକ୍ମନ୍ କାଇଟା କର୍ବାର୍ ଆଚେ କାଇଟା ନାଇ ବଲି ବାୟାବିକଲ୍ ଅଇଜିବାଇ ।
25 E haverá sinais no sol, e
26 ଆରି ଲକ୍ମନ୍ ଦୁନିଆଇ ଆଇବା ସବୁ ଗଟ୍ନା ଦେକିକରି ‘କାଇକେ ଏନ୍ତି ଅଇଲାନି ?’ ବଲି ଡରିକରି କେତେ ଲକ୍ ମୁର୍ଚା ଅଇଜିବାଇ । କାଇକେ ବଇଲେ ଆକାସେ ରଇଲା ସବୁ ବିସଇ ପର୍ମେସର ଚୁଲ୍ବୁଲାଇ ଦେଇସି ।
26 homens desmaiando de terror, na expectação das coisas que sobrevirão ao mundo, porquanto os poderes do céu serão abalados.
27 ସେବେଲାଇ ଲକ୍ମନ୍ ପର୍ମେସର୍ ତେଇଅନି ଆସିରଇବା ନର୍ପିଲା ମୁଇ, ବେସି ବପୁସଙ୍ଗ୍ ଆରି ଡାକ୍ପୁଟାଅଇକରି ବାଦ୍ଲେ ଆଇବାଟା ଦେକ୍ବାଇ ।
27 E, então, verão vir o Filho do Homem numa nuvem, com poder e grande glória.
28 ମାତର୍ ଏ ସବୁ ଗଟ୍ନା ଆରାମ୍ ଅଇଲେ ତମେ ଡାଟ୍ସଙ୍ଗ୍ ଟିଆଅଇ ଉପ୍ରେ ଦେକା । କାଇକେ ବଇଲେ ତମର୍ ରକିଆ ପାଇବା ଦିନ୍ ଲଗେ ଆଚେ ।”
28 Ora, quando essas porque a vossa redenção está próxima.
29 ଆରି ଜିସୁ ସେମନ୍କେ ଗଟେକ୍ ଉଦାଅରନ୍ କଇଲା, “ଡୁମ୍ରି ଗଚ୍ ଆରି ବିନ୍ ସବୁ ଗଚର୍ କାତା ଚିନ୍ତା କରା ।
29 E disse-lhes uma parábola: Olhai para a figueira e para todas as árvores.
30 ଜେଡେବେଲେ ତାର୍ କେନ୍ଦିଅନି ପତର୍ ପାଲୁଆନି କର୍ସି, ଆରି କାଁଚାପତ୍ରିଆ ଡିସ୍ଲେ କାରାଦିନ୍ କେଟ୍ଲା ବଲି ତମେ ଜାନ୍ସା ।
30 Quando já começam a brotar, vós sabeis por vós mesmos, vendo-as, que perto está já o verão.
31 ସେନ୍ତାରିସେ ଏ ସବୁ ବିସଇ ଅଇବାଟା ଦେକ୍ଲେ ପର୍ମେସରର୍ ରାଇଜ୍ କେଟି ଆଇଲା ବଲି ଜାନ୍ସା ।”
31 Assim também vós, quando virdes acontecer essas
32 “ମୁଇ ତମ୍କେ ସତ୍କାତା କଇଲିନି । ମନେ ରକା, ଏବେ ଜିବନ୍ ରଇବା ସବୁ ଲକ୍ମନର୍ ମରନ୍ ଅଇବା ଆଗ୍ତୁ ଏ ସବୁ ଗଟ୍ସି ।
32 Em verdade vos digo que não passará esta geração até que tudo aconteça.
33 ସରଗ୍ ଆରି ମଚ୍ପୁର୍ ନସି ଜାଇସି, ମାତର୍ ମର୍ ବାକିଅ କେବେ ନ ନସେ ।”
33 Passará o céu e a terra, mas as minhas palavras não hão de passar.
34 “ମାତର୍ ତମେ ନିଜର୍ ନିଜର୍ ବିସଇ ନେଇକରି ଜାଗ୍ରତ୍ ରୁଆ । ତମର୍ ମନ୍ ସବୁବେଲାଇ ବଜିବାତ୍ କରି ମଦ୍ ପେଣ୍ଡମ୍ କାଇବା ବିସଇ ଆରି କେନ୍ତାର୍ ଜିଇବାର୍ ଅଇସି କେନ୍ତାର୍ ନାଇ ବଲି ଚିନ୍ତାକରି ରଇଲାବେଲେ, ସେ ଦିନ୍ ଅଟାତ୍ ପାନ୍ଦ୍ ପାରା ଆସି ଲାଗିଜାଇସି ।
34 E olhai por vós, para que não aconteça que o vosso coração se carregue de glutonaria, de embriaguez, e dos cuidados da vida, e venha sobre vós de improviso aquele dia.
35 ସେନ୍ତାରିସେ ଏ ଦୁନିଆର୍ ସବୁ ଲକ୍କେ ସେଟା ଗଟ୍ସି ।
35 Porque virá como um laço sobre todos os que habitam na face de toda a terra.
36 ସେ ଦିନ୍ମନ୍କେ ଗଟ୍ବା ସବୁ ବିସଇ ଦେଇ, କାଇ ବିପଦ୍ ନ ଅଇ ଜିବାକେ ଆରି ପର୍ମେସର୍ ପାଟାଇରଇବା ନର୍ପିଲା ମର୍ ମୁଆଟେ ଟିଆ ଅଇବାକେ, ପାର୍ତନା କରି ଜାଗରତ୍ ଅଇରୁଆ ।”
36 Vigiai, pois, em todo o tempo, orando, para que sejais havidos por dignos de evitar todas essas pé diante do Filho do Homem.
37 ଜିସୁ ସେ ଦିନ୍ମନ୍କେ ମନ୍ଦିରେ ଜାଇ ନିମାନ୍ କାତା ସିକାଇ ଦେଇତେ ରଇଲା । ଆରି ତାର୍ ସିସ୍ମନର୍ ସଙ୍ଗ୍ ସବୁ ରାତି ବାରିଜାଇ ଜିତ୍ ନାଉଁର୍ ଡଙ୍ଗ୍ରେ ବିତାଇତେ ରଇଲା ।
37 E, de dia, ensinava no templo e, à noite, saindo, ficava no monte chamado das Oliveiras.
38 ବେସି ଲକ୍ ଜିସୁର୍ କାତା ସୁନ୍ବାକେ ସବୁ ଦିନ୍ ସାକାଲେ ମନ୍ଦିରେ ଜାଇତେରଇଲାଇ ।
38 E todo o povo ia ter com ele ao templo, de manhã cedo, para o ouvir.
Atalhos do teclado
- Capítulo anterior←
- Próximo capítulo→
- Versículo anteriork
- Próximo versículoj
- Limpar seleçãoEsc
- Esta ajuda?
Estude este capítulo no WhatsApp
Peça à IA da Bíblia Fala para explicar Lucas 21, comparar traduções ou montar um estudo — tudo direto pelo WhatsApp.