Lucas 2
ସତିଅର୍ ବାଟ୍ (DSO) vs NAA
1 ସେବେଲେ ରମିୟ ରାଇଜର୍ ବଡ୍ ସାସନ୍ କାରିଆ ଅଗସ୍ଟ କାଇସରର୍ ଆଦେସ୍ ଇସାବେ ସବୁଲକ୍କେ ନାଉଁ ଲେକାଇବାର୍ ଅଇଲା ।
1 Naqueles dias, foi publicado um decreto de César Augusto, convocando toda a população do Império para recensear-se.
2 କିରିଣିୟ ନାଉଁର୍ ସାସନ୍ କାରିଆ ସିରିଆ ରାଇଜ୍ ସାସନ୍ କର୍ବା ବେଲେ ପର୍ତୁମ୍ ତର୍ ଏନ୍ତାରି ନାଉଁ ଲେକା ଅଇରଇଲା ।
2 Este, o primeiro recenseamento, foi feito quando Quirino era governador da Síria.
3 ସେଟାର୍ପାଇ ବଲି ସବୁଲକ୍ ନାଉଁ ଲେକାଇବାକେ ନିଜର୍ ନିଜର୍ ନଅରେ ଗାଲାଇ ।
3 Todos iam alistar-se, cada um à sua própria cidade.
4 ଆରି ଜସେପ୍ ମିସା ନାଉଁ ଲେକାଇବାକେ ମରିୟମର୍ ସଙ୍ଗ୍ ଗାଲିଲି ରାଇଜର୍ ନାଜରିତ୍ ନାଉଁର୍ ଗଟେକ୍ ନଅରେ ଅନି ଜିଉଦା ରାଇଜର୍ ବେତ୍ଲିଇମ୍ ବଲି ଦାଉଦ୍ ରାଜାର୍ ଜନମ୍ ନଅରେ ଗାଲାଇ । କାଇକେବଇଲେ, ଜସେପ୍ ଦାଉଦ୍ ବଁସର୍ ଆରି ସେ କୁଟୁମର୍ ଲକ୍ ରଇଲା ।
4 José também saiu da Galileia, da cidade de Nazaré, e foi para a Judeia, até a cidade de Davi, chamada Belém, por ser ele da casa e família de Davi,
5 ତାର୍ସଙ୍ଗ୍ ମରିୟମର୍ ବିବା ମାଙ୍ଗ୍ନି ଅଇରଇଲା, ଆରି ମରିୟମ୍ ଗାଗ୍ଡେ ଅଇରଇଲା ।
5 a fim de alistar-se com Maria, sua esposa, que estava grávida.
6 ଜସେପ୍ ଆରି ମରିୟମ୍ ବେତ୍ଲିଇମେ ରଇଲାବେଲେ, ମରିୟମର୍ ଆତ୍ଗଡ୍ ସୁକ୍ ଅଇବା ଦିନ୍ କେଟି ଆଇଲା ।
6 E aconteceu que, estando eles ali, chegou o tempo de ela ter a criança.
7 ଆରି ମରିୟମ୍ ତାର୍ ପଣୁଆ ପିଲାକେ ତେଇ ଜନମ୍ଦେଲା, ଆରି ତାକେ ଲୁଗାସଙ୍ଗ୍ ଗୁଡିଆଇକରି ଗରୁସାଲର୍ ଡଙ୍ଗାକୁଣ୍ଡେ ଡୁଲାଇରଇଲା, କାଇକେବଇଲେ ସେମନ୍କେ ରଇବାପାଇ ବାସାଗରେ ଟାନ୍ ନ ରଇଲା ।
7 Então Maria deu à luz o seu filho primogênito, enfaixou o menino e o deitou numa manjedoura, porque não havia lugar para eles na hospedaria.
8 ବେତ୍ଲିଇମ୍ ଲଗେ କେତେଟା ମେଣ୍ଡା ଚାରାଉ ଗଉଡ୍ମନ୍ ସେ ରାତିଆ ପଦାଇ ରଇ ତାକର୍ ମେଣ୍ଡା ଗଟାନି ଜାଗ୍ତେରଇଲାଇ ।
8 Havia, naquela mesma região, pastores que viviam nos campos e guardavam os seus rebanhos durante as vigílias da noite.
9 ଆରି ଏଦେ ଦେକା ! ମାପ୍ରୁର୍ ଦୁତ୍ ଗଟେକ୍ ଆସି ସେମନର୍ ଲଗେ ଟିଆଅଇଲା, ଆରି ମାପ୍ରୁର୍ ମଇମାର୍ ଉଜଲ୍ ତାକର୍ ଚାରିବେଡ୍ତି ଜଲ୍ସିଗାଲାଜେ ଗଉଡ୍ମନ୍ ବେସି ଡରିଗାଲାଇ ।
9 E um anjo do Senhor desceu aonde eles estavam, e a glória do Senhor brilhou ao redor deles; e ficaram tomados de grande temor.
10 ତେଇ ଦୁତ୍ ସେମନ୍କେ କଇଲା, “ଡରାନାଇ ! ଦେକା ମୁଇ ସବୁଲକର୍ପାଇ ଗଟେକ୍ ବେସି ସାର୍ଦାର୍ କବର୍ ତମ୍କେ ଜାନାଇଲିନି, ଜନ୍ଟାକି ସବୁଲକର୍ପାଇ ସାର୍ଦାର୍ ବିସଇ ଅଇସି ।
10 O anjo, porém, lhes disse: — Não tenham medo! Estou aqui para lhes trazer boa-nova de grande alegria, que será para todo o povo:
11 କାଇକେବଇଲେ, ଆଜିସେ ଦାଉଦ୍ ରାଜାର୍ ଜନମ୍ ନଅରେ ତମର୍ପାଇ ଗଟେକ୍ ଉଦାର୍କାରିଆ ଜନମ୍କଲା ଆଚେ, ସେ କିରିସ୍ଟ ମାପ୍ରୁ ।
11 é que hoje, na cidade de Davi, lhes nasceu o Salvador, que é Cristo, o Senhor.
12 ଆରି ତମର୍ପାଇ ବଲି ଏଟା ଗଟେକ୍ ଚିନ୍ପାରା ଅଇସି, ତମେ ଲୁଗା ଗୁଡିଆଇକରି ଗଟେକ୍ ପିଲା ଗରୁସାଲର୍ ଡଙ୍ଗାଇ ଡୁଲାଇ ରଇବାଟା କଜି ମିଲାଇସା ।”
12 E isto servirá a vocês de sinal: vocês encontrarão uma criança envolta em faixas e deitada em manjedoura.
13 ସେଡ୍କିବେଲେ ଅଟାତ୍ ସର୍ଗେଅନି ଦୁତ୍ମନ୍ ମାନ୍ଦାଅଇ, ସେ ସରଗର୍ ଦୁତ୍ଟାନେ କେଟି ପର୍ମେସର୍କେ ସୁମର୍ନା କର୍ବାର୍ ଦାର୍ଲାଇ ।
13 E, de repente, apareceu com o anjo uma multidão do exército celestial, louvando a Deus e dizendo:
14 “ସର୍ଗେ ରଇବା ପର୍ମେସରର୍ ଜୟ ଜୟ କରୁ,
14 “Glória a Deus nas maiores alturas, e paz na terra entre os homens, a quem ele quer bem.”
15 ଦୁତ୍ମନ୍ ମେଣ୍ଡା ଚାରାଉ ଗଉଡ୍ମନ୍କେ ଚାଡି ସର୍ଗେ ଉଟିଗାଲା ପଚେ, ଗଉଡ୍ମନ୍ ତାକର୍ ତାକର୍ ବିତ୍ରେ କୁଆବଲା ଅଇବାର୍ ଦାର୍ଲାଇ, “ଆସା ଆମେ ସବୁ ବେତ୍ଲିଇମ୍ ଜାକ ଜାଇକରି, ପର୍ମେସର୍ ଜାନାଇରଇଲା ବିସଇ ଦେକୁ ।”
15 Quando os anjos se afastaram deles e voltaram para o céu, os pastores disseram uns aos outros: — Vamos até Belém e vejamos os acontecimentos que o Senhor nos deu a conhecer.
16 ତେଇଅନି ସେମନ୍ ଦାପ୍ରେ ଜାଇ କଜିକରି ମରିୟମ୍, ଜସେପ୍ ଆରି ଗରୁସାଲର୍ ଡଙ୍ଗାଇ ପିଲା ଡୁଲିରଇଲାଟା ଦେକ୍ଲାଇ ।
16 Foram depressa e encontraram Maria e José, e a criança deitada na manjedoura.
17 ସେମନ୍ ପିଲାକେ ଦେକିକରି, ଦୁତ୍ ଜାଇ ଜାଇଟା କଇରଇଲା, ତେଇ ରଇଲା ସବୁଲକ୍କେ କଇଲାଇ ।
17 E, vendo isso, divulgaram o que lhes tinha sido dito a respeito deste menino.
18 ଆରି ଜେତ୍କି ଲକ୍ ତେଇ ରଇଲାଇ ଗଉଡ୍ମନର୍ ଟାନେଅନି ସେ ସବୁ କାତା ସୁନି କାବା ଅଇଗାଲାଇ ।
18 Todos os que ouviram se admiraram das coisas relatadas pelos pastores.
19 ମାତର୍ ମରିୟମ୍ ଏ ସବୁ କାତା ନିଜର୍ ମନେ ସଙ୍ଗଇ, ସେ ବିସଇସେ ଚିନ୍ତା କର୍ବାର୍ ଦାର୍ଲା ।
19 Maria, porém, guardava todas estas palavras, meditando-as no coração.
20 ଆରି ମେଣ୍ଡା ଚାରାଉମନ୍କେ ଦୁତ୍ ଜେନ୍ତି କଇରଇଲା, ସେନ୍ତା ସୁନ୍ଲାଇ ଆରି ଦେକ୍ଲାଇ । ସେ ସବୁର୍ଲାଗି ପର୍ମେସରର୍ ମଇମା କରି କରି ବାଅଡ୍ଲାଇ ।
20 E os pastores voltaram, glorificando e louvando a Deus por tudo o que tinham ouvido e visto, como lhes tinha sido anunciado.
21 ଆଟ୍ ଦିନ୍ ଅଇଲାପଚେ ଜିଉଦିମନର୍ ନିୟମ୍ ଇସାବେ ପିଲାକେ ସୁନତ୍ କର୍ବାକେ ମନ୍ଦିରେ ନେଲାଇ । ଆରି ପିଲାର୍ ନାଉଁ ଜିସୁ ବଲି ଦିଆଅଇଲା । ଏ ନାଉଁ ମରିୟମ୍ ଗାଗ୍ଡେ ନ ଅଇତେ, ସର୍ଗର୍ ଦୁତ୍ କଇରଇଲା ।
21 E ao se completarem oito dias, quando o menino foi circuncidado, deram-lhe o nome de Jesus . Esse nome tinha sido dado pelo anjo, antes de o menino ser concebido.
22 ପଚେ ଜେଡେବଲ୍ ମସାର୍ ବିଦି ଇସାବେ, ଜସେପ୍ ଆରି ମରିୟମର୍ ସୁତକ୍ ଅଇରଇବା ବେଲା ପୁରୁନ୍ ଅଇଆଇଲା, ପିଲାକେ ପର୍ମେସର୍କେ ସର୍ପି ଦେବାକେ ଜିରୁସାଲାମ୍ ମନ୍ଦିରେ ନେଲାଇ ।
22 Passados os dias da purificação deles segundo a Lei de Moisés, levaram o menino a Jerusalém para o apresentar ao Senhor,
23 ମାପ୍ରୁର୍ ଲେକା ଅଇରଇବା ସାସ୍ତର୍ ଇସାବେ, ସେ ବେଲେ ଜନ୍ ଗରେ ମିସା, ପର୍ତୁମ୍ ଜନମ୍ ଅଇଲା ପଣୁଆ ପିଲାମନ୍ ପର୍ମେସରର୍ ସେବାର୍ ପାଇ ସର୍ପି ଅଇବାଇ ବଲି ମାନ୍ତେ ରଇଲାଇ ।
23 conforme o que está escrito na Lei do Senhor: “Todo primogênito será consagrado ao Senhor.”
24 ଜସେପ୍ ଆରି ମରିୟମ୍ ଜିସୁକେ ଲେକା ଅଇରଇବା ସାସ୍ତର୍ ଇସାବେ ପର୍ମେସର୍କେ ସର୍ପି ଦେବାକେ ଆରି ସୁକଲ୍ ଅଇବା ବିରୁର୍ପାଇ ଦୁଇଟା ପରୁଆ ପିଲା ଦାରି ଜିରୁସାଲାମ୍ ଗାଲାଇ ।
24 E também foram para oferecer um sacrifício, segundo o que está escrito na referida Lei: “Um par de rolinhas ou dois pombinhos.”
25 ସେବେଲେସେ ଜିରୁସାଲାମେ ସିମିୟନ୍ ନାଉଁର୍ ଗଟେକ୍ ଦରମ୍ ଲକ୍ ରଇଲା । ସେ ମାପ୍ରୁ ଦେକ୍ବା ଇସାବେ ନିମାନ୍ ଲକ୍ । ଇସ୍ରାଏଲ୍ ଦେସେ ଉଦାର୍କାରିଆ ଆସି ସାନ୍ତି ଦେଅ ବଲି ଜାଗିରଇଲା । ଆରି ତାର୍ଟାନେ ସୁକଲ୍ ଆତ୍ମା ବାସାଅଇରଇଲା ।
25 Em Jerusalém havia um homem chamado Simeão. Este homem era justo e piedoso e esperava a consolação de Israel; e o Espírito Santo estava sobre ele.
26 ସୁକଲ୍ ଆତ୍ମା ତାକେ ଜାନାଇଦେଇରଇଲା ଜେ, ପର୍ମେସର୍ ପାଟାଇରଇବା ଉଦାର୍କାରିଆର୍ ଦର୍ସନ୍ ନ ମିଲ୍ବାଜାକ ତାର୍ ମରନ୍ ନ ଅଏ ।
26 Ele tinha recebido uma revelação do Espírito Santo de que não morreria antes de ver o Cristo do Senhor.
27 ତାକେ ଆତ୍ମା ଚାଲାଇ ଆନ୍ଲାଜେ ସେ ଦେଉଲର୍ ଡାଣ୍ଡେ ଆଇଲା, ଆରି ଜେଡେବଲ୍ ସାନ୍ପିଲା ଜିସୁର୍ ଆୟା ବାବା ତାକେ ବିତ୍ରେ ଆନ୍ଲାଇ,
27 Movido pelo Espírito, ele foi ao templo. Quando os pais trouxeram o menino Jesus para fazerem com ele o que a Lei ordenava,
28 ସେଡ୍କିବେଲେ ସିମିୟନ୍ ସାନ୍ପିଲାକେ କଲେ ଦାରି ପର୍ମେସରର୍ ମଇମା କରି କଇଲା,
28 Simeão o tomou nos braços e louvou a Deus, dizendo:
29 “ଏ ମାପ୍ରୁ ! ଏବେ ତୁଇ ନିଜର୍ ବାକିଅ ଇସାବେ
29 “Agora, Senhor, podes despedir em paz o teu servo, segundo a tua palavra;
30 କାଇକେବଇଲେ ମର୍ ଆଁକି ତର୍ ଉଦାର୍ ଦେକି ଆଚେ,
30 porque os meus olhos já viram a tua salvação,
31 ଜନ୍ ଉଦାର୍କାରିଆକେ ତମେ ସବୁଲକର୍ ମୁଆଟେ ପାଟାଇ ଆଚାସ୍ ।
31 a qual preparaste diante de todos os povos:
32 ଆରି ବିଜାତି ଲକ୍ମନର୍ପାଇ ବଲି ଜାନାଇଅଇଲା ସତର୍ ଉଜଲ୍
32 luz para revelação aos gentios, e para glória do teu povo de Israel.”
33 ସିମିୟନର୍ଟାନେଅନି ଜିସୁର୍ ବିସଇର୍ କାତା ସୁନି ଜସେପ୍ ଆରି ମରିୟମ୍ କାବାଅଇ ଜାଇତେ ରଇଲାଇ ।
33 E o pai e a mãe do menino estavam admirados com o que se dizia a respeito dele.
34 ଆରି ସିମିୟନ୍ ସେଲକ୍କେ ଆସିର୍ବାଦ୍ ଦେଇ ଜିସୁର୍ ମାକେ କଇଲା, “ଏ ପିଲା ଇସ୍ରାଏଲ୍ ଦେସର୍ କେତେ କେତେ ଲକ୍ ଉବଜ୍ବାଟା ଆରି କେତେ କେତେ ଲକ୍ ବୁଡିଜିବାର୍ପାଇ ବଲି ପର୍ମେସର୍ ବାଚି ପାଟାଇଲା ଲକ୍ ଅଇସି । କେତେ କେତେ ଲକ୍ମନ୍ ତାର୍ ବିରୁଦେ କଇବା, ଗଟେକ୍ ଚିନ୍ ପାରା ଅଇସି ।
34 Simeão os abençoou e disse a Maria, mãe do menino: — Eis que este menino está destinado tanto para ruína como para elevação de muitos em Israel e para ser alvo de contradição,
35 କେତେ କେତେ ଲକ୍ ତାକେ ବିରଦ୍ କରି ନିଜର୍ ମନ୍ ବିତ୍ରର୍ କାତା ସବୁ ଜାନାଇବାଇ । ଆରି ତମର୍ ଜିବ୍ନେ ଗଟେକ୍ କାଣ୍ଡା ବୁସିଅଇରଇଲାପାରା ତମ୍କେ ବେସି ଦୁକ୍ ଆଇସି ।”
35 para que se manifestem os pensamentos de muitos corações. Quanto a você, Maria, uma espada atravessará a sua alma.
36 ସେ ଦାପ୍ରେ, ଏଦେ ଦେକା ! ଆନା ନାଉଁର୍ ଗଟେକ୍ ମାଇଜି ବବିସତ୍ବକ୍ତା ତାକର୍ ଲଗେ ଆଇଲା । ସେ ଆସେର୍ ବଁସର୍ ପିନୁଏଲର୍ ଟକି, ସେ ବେସି ଡକ୍ରି ଅଇଜାଇରଇଲା । ବିବା ଅଇ ମୁନୁସ୍ ସଙ୍ଗ୍ ସାତ୍ ବରସ୍ ରଇକରି, ରାଣ୍ଡି ଅଇଗାଲା । ଆରି ତାକେ ଚାରିକଡିଚାରି ବରସ୍ ଅଇରଇଲା ।
36 Havia uma profetisa, chamada Ana, filha de Fanuel, da tribo de Aser. Ela era bem idosa, tendo vivido com o marido sete anos desde que tinha se casado.
37 ସେ ଦେଉଲେଅନି କେନେ ନ ଜାଇ, ଉପାସ୍ ରଇକରି ଦିନ୍ ରାତି ମାପ୍ରୁର୍ ଉପାସନା କର୍ତେରଇଲା ।
37 Agora era viúva de oitenta e quatro anos. Ela não deixava o templo, mas adorava noite e dia, com jejuns e orações.
38 ପିଲାକେ ମାପ୍ରୁର୍ଟାନେ ସର୍ପି ଦେବାବେଲେ ସେ ଦେଉଲର୍ ଡାଣ୍ଡେ କେଟି, ପର୍ମେସରର୍ ମଇମା କରିକରି ଜନ୍ ଲକ୍ମନ୍ ଜିରୁସାଲାମର୍ ମୁକ୍ତି ମିଲ ବଲି ଜାଗ୍ତେରଇଲାଇ, ସେ ଲକ୍ମନ୍କେ ପିଲାର୍ ବିସଇ କଇବାର୍ ଦାର୍ଲା ।
38 E, chegando naquela hora, dava graças a Deus e falava a respeito do menino a todos os que esperavam a redenção de Jerusalém.
39 ପଚେ ଜସେପ୍ ଆରି ମରିୟମ୍ ମାପ୍ରୁର୍ ରିତିନିତି ଇସାବେ କର୍ବା ସବୁ କାମ୍ ସାରାଇ, ଗାଲିଲି ନିଜର୍ ନଅର୍ ନାଜରିତେ ବାଅଡ୍ଲାଇ ।
39 Depois de terem cumprido tudo conforme a Lei do Senhor, voltaram para a Galileia, para a sua cidade de Nazaré.
40 ଆରି ପିଲା ଦିନ୍କେ ଦିନ୍ ବଡିକରି ବପୁଅଇଲା, ଆରି ଗିଆନେ ପୁରାପୁରୁନ୍ ଅଇଲା । ତାକେ ପର୍ମେସରର୍ ଦୟା ରଇଲା ।
40 O menino crescia e se fortalecia, enchendo-se de sabedoria; e a graça de Deus estava sobre ele.
41 ଜିସୁର୍ ବାବା, ମା ସବୁବର୍ସେ ଜିଉଦିମନର୍ ନିସ୍ତାର୍ ପରବ୍ ପାଇ ଜିରୁସାଲାମେ ଜାଇତେରଇଲାଇ ।
41 Todos os anos os pais de Jesus iam a Jerusalém, para a Festa da Páscoa.
42 ତରେକ୍ ଜିସୁକେ ବାର ବରସ୍ ଅଇଲାବେଲେ ସେମନର୍ ରିତିନିତି ଇସାବେ ଜିରୁସାଲାମେ ପରବ୍ ମାନ୍ବାର୍ ଗାଲାଇ । ଜିରୁସାଲମେ ରଇବା ମନ୍ଦିର୍|alt="Temple in Jerusalem" src="lb00250c.tif" size="span" copy="Horace Knowles ©" ref="୨:୪୧"
42 Quando ele atingiu os doze anos, foram a Jerusalém, segundo o costume da festa.
43 ସେମନ୍ ପରବ୍ ସାରାଇ ବାଉଡି ଆଇଲାବେଲେ, ପିଲା ଜିସୁ ଜିରୁସାଲାମେ ରଇଗାଲା । ମାତର୍ ତାର୍ ବାବା ମାଆ ମିସା ସେ ତେଇ ରଇଲାଟା ଜାନି ନ ରଇଲାଇ ।
43 Terminados os dias da festa, ao regressarem, o menino Jesus ficou em Jerusalém, sem que os pais dele o soubessem.
44 ତାର୍ ସଙ୍ଗର୍ ଲକ୍ମନର୍ ସଙ୍ଗ୍ ଆଚେ କାଇକି ବଲି ବାବିକରି ସେମନ୍ ଗଟେକ୍ ଦିନର୍ ବାଟେ ଇଣ୍ଡି ଉଟି ଜାଇରଇଲାଇ । ସେମନ୍ ସାଇପଡିସା, ଚିନାର୍ ଜାନାର୍ ଲକ୍ମନ୍କେ ପାଚାରି କଜ୍ଲାଇ ।
44 Pensando, porém, que ele estava entre os companheiros de viagem, andaram um dia inteiro e, então, começaram a procurá-lo entre os parentes e os conhecidos.
45 ଡିସେନାଇକେ ଆରି କଜି କଜି ଜିରୁସାଲାମେ ବାଉଡିଗାଲାଇ ।
45 E, como não o encontraram, voltaram a Jerusalém à sua procura.
46 ତିନ୍ଦିନ୍ ପଚେ ସେମନ୍ ତାକେ ମନ୍ଦିରେ ଦେକ୍ଲାଇ, ସେ ସାସ୍ତର୍ ସିକାଉମନର୍ ମଜାଇ ବସି, ତାକର୍ କାତା ସୁନ୍ତେରଇଲା, ଆରି ପର୍ସନ୍ ପାଚାର୍ତେରଇଲା ।
46 Três dias depois, o acharam no templo, assentado no meio dos doutores, ouvindo-os e fazendo-lhes perguntas.
47 ଆରି ତେଇ ଜେତ୍କି ଲକ୍ ତାର୍ କାତା ସୁନ୍ତେରଇଲାଇ, ସବୁଲକ୍ ସେ କାତା ଅଇବାଟା ଆରି ତାର୍ ବୁଦି ଦେକି କାବାଅଇ ଜାଇତେରଇଲାଇ ।
47 E todos os que ouviam o menino se admiravam muito da sua inteligência e das suas respostas.
48 ଜସେପ୍ ଆରି ମରିୟମ୍ ମିସା ଜିସୁକେ ଦେକି କାବା ଅଇଗାଲାଇ, ଆରି ତାର୍ ମାଆ ତାକେ କଇଲା, “ତୁଇ କାଇକେ ନୁନା ଆମ୍କେ ଏନ୍ତାରି କଲୁସ୍ ? ଦେକ୍ନି ତର୍ ବାବା ଆରି ମୁଇ କେତେକ୍ କିଲ୍ବିଲ୍ ଅଇ କଜ୍ଲୁନି ।”
48 Logo que os pais o viram, ficaram maravilhados. E a sua mãe lhe disse: — Filho, por que você fez isso conosco? Seu pai e eu estávamos aflitos à sua procura.
49 ତେଇ ଜିସୁ ସେମନ୍କେ କଇଲା, “କାଇକେ ମକେ କଜ୍ତେରଇଲାସ୍ ? ମର୍ ବାବାର୍ ଗରେ ମୁଇ ରଇବାର୍ ଆଚେଆକା, ଏଟା ନାଜାନି ରଇଲାସ୍ କି ?”
49 Ele respondeu:
50 ମାତର୍ ଜିସୁ ସେମନ୍କେ ଜନ୍ କାତା କଇଲା, ସେଟା ସେମନ୍ ବୁଜିନାପାର୍ଲାଇ ।
50 Não compreenderam, porém, as palavras que lhes disse.
51 ପଚେ ଜିସୁ ତାର୍ ବାବା ମାଆ ସଙ୍ଗ୍ ନାଜରିତେ ବାଉଡି ଆଇଲା ଆରି ତାକର୍ କାତା ମାନ୍ତେରଇଲା, ମରିୟମ୍ ମିସା ଏ ସବୁ କାତା ନିଜର୍ ମନ୍ ବିତ୍ରେ ସଙ୍ଗଇ ଚିନ୍ତା କଲା ।
51 E voltou com eles para Nazaré e era submisso a eles. E a mãe dele guardava todas estas coisas no coração.
52 ଜିସୁ, ଗିଆନେ, ଗାଗ୍ଡେ, ପର୍ମେସର୍ ଆରି ଲକ୍ମନର୍ ଦୟାଇ ବଡିଆଇଲା ।
52 E Jesus crescia em sabedoria, estatura e graça, diante de Deus e dos homens.
Atalhos do teclado
- Capítulo anterior←
- Próximo capítulo→
- Versículo anteriork
- Próximo versículoj
- Limpar seleçãoEsc
- Esta ajuda?
Estude este capítulo no WhatsApp
Peça à IA da Bíblia Fala para explicar Lucas 2, comparar traduções ou montar um estudo — tudo direto pelo WhatsApp.