Lucas 3
ସତିଅର୍ ବାଟ୍ (DSO) vs ARIB
1 ବଡ୍ ସାସନ୍କାରିଆ ତିବିରିଆ କାଇସର୍ ସାସନ୍ କର୍ବା ପନ୍ଦ୍ର ବରସ୍ ଅଇଲାବେଲେ, ପାନ୍ତିୟ ପିଲାତ୍ ଜିଉଦା ରାଇଜ୍ ସାସନ୍ କର୍ତେରଇଲା । ଆରି ଏରଦ୍ ଗାଲିଲିର୍ ସାସନ୍କାରିଆ ରଇଲା । ଏରଦର୍ ବାଇ ପିଲିପ୍ ଇତୁରିଆ ଆରି ତାକ୍ନିତ୍ ରାଇଜର୍ ସାମନ୍ତ୍ ରାଜା ରଇଲା । ଲୁସାନିଆ ନାଉଁର୍ ଗଟେକ୍ ଲକ୍ ଅବିଲିନି ରାଇଜର୍ ସାମନ୍ତ୍ ରାଜା ରଇଲା ।
1 No décimo quinto ano do reinado de Tibério César, sendo Pôncio Pilatos governador da Judéia, Herodes tetrarca da Galiléia, seu irmão Filipe tetrarca da região da Ituréia e de Traconites, e Lisânias tetrarca de Abilene,
2 ଆନାନ୍ ଆରି କୟାପ୍ ନାଉଁର୍ ଦୁଇ ଲକ୍ ବଡ୍ ପୁଜାରି ରଇଲାଇ । ସେବେଲେ ଜିକରିୟର୍ ପଅ ଜଅନ୍, ମରୁବାଲି ବୁଏଁ ରଇଲାବେଲେ ପର୍ମେସରର୍ କାତା ସେ ସୁନ୍ଲା ।
2 sendo Anás e Caifás sumos sacerdotes, veio a palavra de Deus a João, filho de Zacarias, no deserto.
3 ଜର୍ଦନ୍ ଗାଡ୍ ଲଗେ ରଇବା ଲଗର୍ ପାକର୍ ଗାଉଁଗଣ୍ଡାଇ ଜାଇ ଜଅନ୍ ପାପ୍ କେମାର୍ ଲାଗି, ପାପ୍କାମ୍ ଚାଡିକରି ମାପ୍ରୁର୍ ବାଟେ ଆସି ଡୁବନ୍ ନେବାକେ ଜାନାଇବାର୍ ଦାର୍ଲା ।
3 E ele percorreu toda a circunvizinhança do Jordão, pregando o batismo de arrependimento para remissão de pecados;
4 ଜେନ୍ତାରି ଜିସାୟ ବବିସତ୍ବକ୍ତା ସୁନାଇରଇବା ସାସ୍ତରେ ଲେକା ଅଇଲାଆଚେ,
4 como está escrito no livro das palavras do profeta Isaías: Voz do que clama no deserto: Preparai o caminho do Senhor; endireitai as suas veredas.
5 ବଡ୍ ବଡ୍ ଡଙ୍ଗର୍ ପର୍ବତ୍ ସବୁ ସଦ୍ରମ୍ ଅଇକରି
5 Todo vale se encherá, e se abaixará todo monte e outeiro; o que é tortuoso se endireitará, e os caminhos escabrosos se aplanarão;
6 ମଚ୍ପୁରର୍ ସବୁଲକ୍ ପର୍ମେସରର୍ ଉଦାର୍କାରିଆକେ ଦେକ୍ବାଇ ।”
6 e toda a carne verá a salvação de Deus.
7 ଜଅନ୍ଟାନେ ଡୁବନ୍ ନେବାର୍ଲାଗି ବାରଇ ଆଇବା ଲକ୍ମନ୍କେ ସେ କଇଲା, “ଏ ବିସ୍ ରଇଲା ସାଁପର୍ ବଁସର୍ ଲକ୍ମନ୍, ଆଇବା ପର୍ମେସରର୍ କପେଅନି ପାଲାଇବାକେ ତମ୍କେ କେ ଚେତ୍ନା ଦେଲା ?
7 João dizia, pois, às multidões que saíam para ser batizadas por ele: Raça de víboras, quem vos ensina a fugir da ira vindoura?
8 ତେବର୍ପାଇ ପାପ୍କାମ୍ ଚାଡି ନିକ କାମ୍ କରା, ଅବ୍ରାଆମ୍ତା ଆମର୍ ଆନିଦାଦି ବଲି ମନେ ମନେ ବାବାନାଇ, କାଇକେବଇଲେ ମୁଇ ତମ୍କେ କଇଲିନି, ପର୍ମେସର୍ ଏ ପାକ୍ନାମନର୍ଟାନେଅନି ମିସା ଅବ୍ରାମର୍ ପିଲାଜିଲା ଉବ୍ଜାଇ ପାର୍ସି ।
8 Produzi, pois, frutos dignos de arrependimento; e não comeceis a dizer em vós mesmos: Temos por pai a Abrão; porque eu vos digo que até destas pedras Deus pode suscitar filhos a Abrão.
9 ଏବେମିସା ଗଚ୍ମନର୍ ବୁନ୍ଦେ କୁରାଡି ଲାଗିଆଚେ, ତେବର୍ପାଇ ଜନ୍ ଗଚ୍ ନିମାନ୍ ପଲ୍ ନ ପଲେ, ସେଟା କାଟିକରି ଜଇଟାନେ ପିଙ୍ଗାଅଇସି ।”
9 Também já está posto o machado à raiz das árvores; toda árvore, pois, que não produz bom fruto, é cortada e lançada no fogo.
10 ତେଇ ଲକ୍ମନ୍ ଜଅନ୍କେ ପାଚାର୍ଲାଇ, “ସେନ୍ତାର୍ ଆଲେ ଆମେ କାଇଟା କର୍ବୁ ?”
10 Ao que lhe perguntavam as multidões: Que faremos, pois?
11 ଜଅନ୍ ସେମନ୍କେ କଇଲା “ଜାର୍ଟାନେ ଦୁଇଟା ପିନ୍ଦ୍ବା ଲୁଗା ଆଚେ, ଜାକେ ନାଇ, ତାକେ ସେ ଗଟେକ୍ ଦେଅ, ଆରି ଜାର୍ଟାନେ କାଦି ଆଚେ, ସେ ମିସା ସେନ୍ତାରି ବାଟା କରି ଦେଅ ।”
11 Respondia-lhes então: Aquele que tem duas túnicas, reparta com o que não tem nenhuma, e aquele que tem alimentos, faça o mesmo.
12 ସିସ୍ତୁମାଙ୍ଗୁମନ୍ ମିସା ଡୁବନ୍ ନେବାକେ ଆସି ତାକେ ପାଚାର୍ଲାଇ “ଏ ଗୁରୁ ଆମେ କାଇଟା କର୍ବୁ ?”
12 Chegaram também uns publicanos para serem batizados, e perguntaram-lhe: Mestre, que havemos nós de fazer?
13 ଜଅନ୍ ସେମନ୍କେ କଇଲା, “ତମର୍ ଜେତ୍କି ନେବାର୍ ଅଦିକାର୍ ଆଚେ, ତାର୍ତେଇଅନି ଅଦିକ୍ ମାଙ୍ଗା ନାଇ ।”
13 Respondeu-lhes ele: Não cobreis além daquilo que vos foi prescrito.
14 ସନିଅମନ୍ ମିସା ତାକେ ପାଚାର୍ବାର୍ ଦାର୍ଲାଇ, “ଆରି ଆମେ କାଇଟା କର୍ବୁ ?”
14 Interrogaram-no também uns soldados: E nós, que faremos? Disse-lhes: A ninguém queirais extorquir coisa alguma; nem deis denúncia falsa; e contentai-vos com o vosso soldo.
15 ଲକ୍ମନ୍ ଆସାଅଇ କିରିସ୍ଟକେ ଜାଗ୍ତେ ରଇଲାଇ ଜେ, କେଡେବେଲେ ଏ ମିସା କିରିସ୍ଟ ଅଇରଇସି ବଲି ବାବି, ଜଅନର୍ ବିସଇ ଚିନ୍ତା କର୍ତେରଇଲାଇ ।
15 Ora, estando o povo em expectativa e arrazoando todos em seus corações a respeito de João, se porventura seria ele o Cristo,
16 ତେବେ ଜଅନ୍ ସବୁଲକ୍ମନ୍କେ କଇଲା, “ମୁଇସିନା ତମ୍କେ ପାନିଟାନେ ଡୁବନ୍ ଦେଲିନି, ମାତର୍ ମର୍ଟାନେଅନି ଅଦିକ୍ ବପୁର୍ଲକ୍ ଆଇଲାନି, ମୁଇ ତାର୍ ଗତିଦାଙ୍ଗ୍ଡା ଅଇ ପାଦର୍ ପାଣ୍ଡଇ ମିସା କୁସ୍ଲାଇବାକେ ମର୍ ଅଦିକାର୍ ନାଇ । ସେ ତମ୍କେ ଜଇସଙ୍ଗ୍ ଆରି ସୁକଲ୍ ଆତ୍ମାଇ ଡୁବନ୍ ଦେଇସି ।
16 respondeu João a todos, dizendo: Eu, na verdade, vos batizo em água, mas vem aquele que é mais poderoso do que eu, de quem não sou digno de desatar a correia das alparcas; ele vos batizará no Espírito Santo e em fogo.
17 ତାର୍ ଆତେ କୁଲାଆଚେ, ତେବେ ସେ କଟାରେ ରଇଲା ଦାନ୍ ପରିଚଲ୍ କରି ଟୁଲିଆଇ କଲ୍କିଟାନେ ସଙ୍ଗଇସି । କାଇ କାମେ ନ ଆଇବାଟା ଜାକ ସବୁବେଲେ ଲାଗିରଇବା ଜଇଟାନେ ପଡାଇଦେଇସି ।”
17 A sua pá ele tem na mão para limpar bem a sua eira, e recolher o trigo ao seu celeiro; mas queimará a palha em fogo inextinguível.
18 ଜଅନ୍ ଏନ୍ତାରି କେତେକ୍ କେତେକ୍ ଉପ୍ଦେସ୍ ଦେଇକରି ଲକ୍ମନ୍କେ ମାପ୍ରୁର୍ବାଟେ ଆଇବାକେ ମନ୍ କରାଇତେରଇଲା ଆରି ମାପ୍ରୁର୍ ନିକ କାତା ସୁନାଇତେରଇଲା ଆରି ପାପ୍ କର୍ବାଟାନେଅନି ବାଅଡ୍ବାକେ ବୁଜାଇତେରଇଲା ।
18 Assim pois, com muitas outras exortações ainda, anunciava o evangelho ao povo.
19 ମାତର୍ ସାମନ୍ତ ରାଜା ଏରଦ୍ ନିଜର୍ ବାଇର୍ ମାଇଜି ଏରଦିଆକେ ସଙ୍ଗଇଲାକେ ତାର୍ କରିରଇବା ବିନ୍ ବିନ୍ ପାପ୍କାମର୍ ବିସଇ ଜାନି ଜଅନ୍ ତାକେ ଦମ୍କାଇତେରଇଲା ।
19 Mas o tetrarca Herodes, sendo repreendido por ele por causa de Herodias, mulher de seu irmão, e por todas as maldades que havia feito,
20 ଏରଦ୍ ଜଅନ୍କେ ବନ୍ଦିକରି ସେ କରିରଇବା ସବୁ ପାପ୍କାମର୍ ସଙ୍ଗ୍ ଏ ବଡ୍ ପାପ୍ ମିସା ଜଡ୍ଲା ।
20 acrescentou a todas elas ainda esta, a de encerrar João no cárcere.
21 ସବୁଲକ୍ ଡୁବନ୍ ନେଲା ପଚେ ଜିସୁ ମିସା ଡୁବନ୍ ନେଲା । ଆରି ପାର୍ତନା କର୍ବାବେଲେ, ଏଦେ ଦେକା ! ବାଦଲ୍ ଉଗାଡିଅଇଗାଲା,
21 Quando todo o povo fora batizado, tendo sido Jesus também batizado, e estando ele a orar, o céu se abriu;
22 ଆରି ସୁକଲ୍ ଆତ୍ମା ପରୁଆର୍ ଗାଗଡ୍ ଦାରି ଉତ୍ରି ଆସି, ଜିସୁର୍ ଉପ୍ରେ ବସ୍ଲା । ସର୍ଗେଅନି ଗଟେକ୍ ଏନ୍ତାରି ସବଦ୍ ଆଇଲା, “ତୁଇସେ ମର୍ ଆଲାଦର୍ ପିଲା, ତର୍ଟାନେ ମୁଇ ବେସି ସାର୍ଦା ଅଇଲିନି ।”
22 e o Espírito Santo desceu sobre ele em forma corpórea, como uma pomba; e ouviu-se do céu esta voz: Tu és o meu Filho amado; em ti me comprazo.
23 ଜିସୁ ପର୍ମେସରର୍ କାମ୍ ଆରମ୍ କଲାବେଲେ ତାକେ ତିରିସ୍ ବରସ୍ ଅଇରଇଲା । ଲକ୍ମନର୍ ବାବ୍ନା ଇସାବେ, ଜିସୁ ଜସେପର୍ ପଅ, ଜସେପ୍ ଏଲିର୍ ପଅ ।
23 Ora, Jesus, ao começar o seu ministério, tinha cerca de trinta anos; sendo {como se cuidava} filho de José, filho de Eli;
24 ଏଲି ମତ୍ତାତର୍ ପଅ, ମତ୍ତାତ୍ ଲେବିର୍ ପଅ, ଲେବି ମଲ୍କିର୍ ପଅ, ମଲ୍କି ଜନୟର୍ ପଅ, ଜନୟ ଜସେପର୍ ପଅ,
24 Eli de Matate, Matate de Levi, Levi de Melqui, Melqui de Janai, Janai de José,
25 ଜସେପ୍ ମତିତିଆର୍ ପଅ, ମତିତିଆ ଅମସର୍ ପଅ, ଅମସ୍ ନାଉମର୍ ପଅ, ନାଉମ୍ ଏସ୍ମିର୍ ପଅ, ଏସ୍ମି ନଗୟର୍ ପଅ,
25 José de Matatias, Matatias de Amós, Amós de Naum, Naum de Esli, Esli de Nagai,
26 ନଗୟ ମଅତର୍ ପଅ, ମଅତ୍ ମତିତିଆର୍ ପଅ, ମତିତିଆ ସମଇର୍ ପଅ, ସମୟି ଜସେକର୍ ପଅ, ଜସେକ୍ ଜଦାର୍ ପଅ,
26 Nagai de Maate, Maate de Matatias, Matatias de Semei, Semei de Joseque, Joseque de Jodá,
27 ଜଦା ଜଅନର୍ ପଅ, ଜଅନ୍ ରେସାର୍ ପଅ, ରେସା ଜିରୁବାବେଲର୍ ପଅ, ଜିରୁବାବେଲ୍ ସିଅଲ୍ତିଏଲର୍ ପଅ, ସଅଲ୍ତିଏଲ୍ ନେରିର୍ ପଅ,
27 Jodá de Joanã, Joanã de Resa, Resa de Zorobabel, Zorobabel de Salatiel, Salatiel de Neri,
28 ନେରି ମଲ୍କିର୍ ପଅ, ମଲ୍କି ଅଦିର୍ ପଅ, ଅଦି କସାମର୍ ପଅ, କସାମ୍ ଏଲୁଦାନର୍ ପଅ, ଏଲୁଦାନ୍ ଏରର୍ ପଅ,
28 Neri de Melqui, Melqui de Adi, Adi de Cosão, Cosão de Elmodã, Elmodão de Er,
29 ଏର ଜିୟସୁଅର୍ ପଅ, ଜିୟସୁଅ ଏଲିଏଜର୍ ପଅ, ଏଲିଏଜ୍ ଜରିମର୍ ପଅ, ଜରିମ୍ ମତ୍ତାତର୍ ପଅ, ମତ୍ତାତ୍ ଲେବିର୍ ପଅ,
29 Er de Josué, Josué de Eliézer, Eliézer de Jorim, Jorim de Matate, Matate de Levi,
30 ଲେବି ସିମିୟନର୍ ପଅ, ସିମିୟନ୍ ଜିଉଦାର୍ ପଅ, ଜିଉଦା ଜସେପର୍ ପଅ, ଜସେପ୍ ଜନାମର୍ ପଅ, ଜନାମ୍ ଏଲିଆକିମର୍ ପଅ,
30 Levi de Simeão, Simeão de Judá, Judá de José, José de Jonã, Jonã de Eliaquim,
31 ଏଲିଆକିମ୍ ମଲାଅର୍ ପଅ, ମଲାଅ ମନାର୍ ପଅ, ମନା ମତତାର୍ ପଅ, ମତତା ନାତନର୍ ପଅ, ନାତନ୍ ଦାଉଦର୍ ପଅ,
31 Eliaquim de Meleá, Meleá de Mená, Mená de Matatá, Matatá de Natã, Natã de Davi,
32 ଦାଉଦ୍ ଜିୟସୁଅର୍ ପଅ, ଜିୟସୁଅ ଆବେଦର୍ ପଅ, ଆବେଦ୍ ବୟଜର୍ ପଅ, ବୟଜ୍ ସେଲଅର୍ ପଅ, ସେଲଅ ନଅସନର୍ ପଅ,
32 Davi de Jessé, Jessé de Obede, Obede de Boaz, Boaz de Salá, Salá de Nasom,
33 ନଅସ୍ ଅମିନାଦାବର୍ ପଅ, ଅମିନାଦାବ୍ ଅଦ୍ମିନର୍ ପଅ, ଅଦ୍ମିନ୍ ଅର୍ନିର୍ ପଅ, ଅର୍ନିର୍ ଏସ୍ରନର୍ ପଅ, ଏସ୍ରନ୍ ପେରସର୍ ପଅ, ପେରସ୍ ଜିଉଦାର୍ ପଅ,
33 Nasom de Aminadabe, Aminadabe de Admim, Admim de Arni, Arni de Esrom, Esrom de Farés, Farés de Judá,
34 ଜିଉଦା ଜାକୁବର୍ ପଅ, ଜାକୁବ୍ ଇସାକର୍ ପଅ, ଇସାକ୍ ଅବ୍ରାମର୍ ପଅ, ଅବ୍ରାଆମ୍ ତେରଅର୍ ପଅ, ତେରଅ ନାଅର୍ ପଅ,
34 Judá de Jacó, Jacó de Isaque, Isaque de Abraão, Abraão de Tará, Tará de Naor,
35 ନାଅର୍ ସରୁଗର୍ ପଅ, ସରୁଗ୍ ରଗୁର୍ ପଅ, ରଗୁ ପେଲଗର୍ ପଅ, ପେଲଗ୍ ଏବର୍ ପଅ, ଏବ ସେଲଅର୍ ପଅ,
35 Naor de Seruque, Seruque de Ragaú, Ragaú de Faleque, Faleque de Eber, Eber de Salá,
36 ସେଲା କଇନାନର୍ ପଅ, କଇନାନ୍ ଆର୍ପାକ୍ସଡର୍ ପଅ, ଆର୍ପାକ୍ସେଡର୍ ସେ ମର୍ ପଅ, ସେମ ନଅର୍ ପଅ, ନଅ ଲାମେକର୍ ପଅ,
36 Salá de Cainã, Cainã de Arfaxade, Arfaxade de Sem, Sem de Noé, Noé de Lameque,
37 ଲାମେକ୍ ମିତୁସେଲଅର୍ ପଅ, ମିତୁସେଲଅ ଅନକର୍ ପଅ, ଅନକ୍ ଜାରେଦର୍ ପଅ, ଜାରେଦ୍ ମଅଲେଲର୍ ପଅ, ମଅଲେଲ୍ କେନାନର୍ ପଅ
37 Lameque de Matusalém, Matusalém de Enoque, Enoque de Jarede, Jarede de Maleleel, Maleleel de Cainã,
38 କେନାନ୍ ଏନସର୍ ପଅ, ଏନସ୍ ସେତର୍ ପଅ, ସେତ ଆଦମର୍ ପଅ, ଆଦମ୍ ପର୍ମେସରର୍ ପଅ ।
38 Cainã de Enos, Enos de Sete, Sete de Adão, e Adão de Deus.
Atalhos do teclado
- Capítulo anterior←
- Próximo capítulo→
- Versículo anteriork
- Próximo versículoj
- Limpar seleçãoEsc
- Esta ajuda?
Estude este capítulo no WhatsApp
Peça à IA da Bíblia Fala para explicar Lucas 3, comparar traduções ou montar um estudo — tudo direto pelo WhatsApp.