Lucas 6
ସତିଅର୍ ବାଟ୍ (DSO) vs ARC
1 ତରେକ୍ ବିସ୍ରାମ୍ ବାରେ ଜିସୁ ତାସ୍ ରଇଲା ପଦାବାଟେ ଜିବାବେଲେ ତାର୍ ସିସ୍ମନ୍ କେଡ୍ ଚିଡାଇ ଆତେ ରମ୍ଦି କାଇତେରଇଲାଇ ।
1 E aconteceu que, num sábado, passou pelas searas, e os seus discípulos iam arrancando espigas e, esfregando-as com as mãos, as comiam.
2 ସେମନ୍କେ ଦେକ୍ତେରଇବା ପାରୁସି ଲକ୍ମନର୍ ବିତ୍ରେଅନି କେତେଲକ୍ କଇଲାଇ, “ବିସ୍ରାମ୍ ବାରେ ଜନ୍ଟା କର୍ବାର୍ ବିଦି ନଏଁ, ସେଟା ତମେ କାଇକେ କଲାସ୍ନି ?”
2 E alguns dos fariseus lhes disseram: Por que fazeis o que não é lícito fazer nos sábados?
3 ଜିସୁ ସେମନ୍କେ କଇଲା, “ଦାଉଦ୍ ଆରି ତାର୍ ସଙ୍ଗର୍ ଲକ୍ମନ୍ ବୁକେ ରଇଲାବେଲେ, ଦାଉଦ୍ କାଇଟା କରିରଇଲା, ସେଟା କାଇ ତମେ ପଡାସ୍ ନାଇ କି ?
3 E Jesus, respondendo-lhes, disse: Nunca lestes o que fez Davi quando teve fome, ele e os que com ele estavam?
4 ସୁନା, ଦାଉଦ୍ ପର୍ମେସରର୍ ଗରେ ପୁରି, ପର୍ମେସର୍କେ ସର୍ପି ଅଇରଇଲା ଜନ୍ ରୁଟି, ପୁଜାରିମନ୍କେ ଚାଡି ଆରି କେ ମିସା କାଇବାର୍ ବିଦି ନ ରଇଲା, ସେଟା ନେଇକରି କାଇଲା ଆରି ତାର୍ ସଙ୍ଗର୍ ଲକ୍ମନ୍କେ ମିସା ଦେଇରଇଲା ।”
4 Como entrou na Casa de Deus, e tomou os pães da proposição, e os comeu, e deu também aos que estavam com ele, os quais não lhes era lícito comer, senão só aos sacerdotes?
5 ଆରି ଜିସୁ କଇଲା, “ପର୍ମେସର୍ ପାଟାଇରଇବା ନର୍ପିଲା ମୁଇ ବିସ୍ରାମ୍ ବାରେ ଲକ୍ମନ୍ କାଇଟା କର୍ବାର୍ ଆଚେ କାଇଟା କର୍ବାର୍ ନାଇ, ସେଟା କଇବାର୍ ମର୍ ଅଦିକାର୍ ଆଚେ ।”
5 E dizia-lhes: O Filho do Homem é senhor até do sábado.
6 ଆରି ଜିସୁ ବିନ୍ ଗଟେକ୍ ବିସ୍ରାମ୍ବାରେ, ଜିଉଦି ଲକ୍ମନର୍ ପାର୍ତନା ଗରେ ଜାଇକରି ସିକାଇତେରଇଲା । ତେଇ ଗଟେକ୍ ଲକ୍ ରଇଲା । ତାର୍ ଉଜା ଆତ୍ ସୁକିଜାଇରଇଲା ।
6 E aconteceu também, em outro sábado, que entrou na sinagoga e estava ensinando; e havia ali um homem que tinha a mão direita mirrada.
7 ଆରି ଜିସୁ ବିସ୍ରାମ୍ବାରେ ମିସା କେ ଜାନେ ନିକ କର୍ସି, ଏଟା ଦେକୁ ବଲି ପାରୁସି ଲକ୍ମନ୍ ଆରି ସାସ୍ତର୍ ସିକାଉମନ୍ ତାକେସେ ଦେକି ଦେକି ରଇଲାଇ, କାଇକେବଇଲେ ତାର୍ ବିରୁଦେ ଦସ୍ ଦାର୍ବାକେ ।
7 E os escribas e fariseus atentavam nele, se o curaria no sábado, para acharem de que o acusar.
8 ମାତର୍ ଜିସୁ ତାକର୍ ମନେ ବାବ୍ଲାଟା ଜାନିକରି, ଜନ୍ ଲକର୍ ଆତ୍ ସୁକିଜାଇରଇଲା, ତାକେ କଇଲା, “ଉଟ୍ ଆରି ସବୁଲକର୍ ମୁଆଟେ ଟିଆ ଅ ।” ଆରି ସେଲକ୍ ଉଟି ଟିଆଅଇଲା ।
8 Mas ele, conhecendo bem os seus pensamentos, disse ao homem que tinha a mão mirrada: Levanta-te e fica em pé no meio. E, levantando-se ele, ficou em pé.
9 ତେଇ ଜିସୁ ସେମନ୍କେ କଇଲା, “ମୁଇ ତମ୍କେ ପାଚାର୍ଲିନି, ବିସ୍ରାମ୍ବାରେ ବିଦି ଇସାବେ କାଇଟା କର୍ବାର୍ ? ନିକ କର୍ବାର୍ କି କାରାପ୍ କର୍ବାର୍ ? ଜିବନ୍ ବଁଚାଇବାର୍ କି ମରାଇବାର୍ ?”
9 Então, Jesus lhes disse: Uma
10 ଆରି ସେ ଚାରିବେଡ୍ତି ସବୁକେ ଦେକି ସେ ଲକ୍କେ କଇଲା, “ତମର୍ ଆତ୍ ଲାମାଆ ।” ତେଇ ସେ ସେନ୍ତାର୍ କଲା, ଆରି ତାର୍ ଆତ୍ ପୁରାପୁରୁନ୍ ନିକ ଅଇଗାଲା ।
10 E, olhando para todos ao redor, disse ao homem: Estende a mão. E ele assim o fez, e a mão lhe foi restituída sã como a outra.
11 ମାତର୍ ପାରୁସିମନ୍ ଆରି ସାସ୍ତର୍ ସିକାଉମନ୍ ବେସି ରିସା ଅଇଗାଲାଇ ଆରି ଜିସୁର୍ ବିରୁଦେ “କାଇଟା କରୁ ?” ବଲି ତାକର୍ ତାକର୍ ବିତ୍ରେ ନିଆଇ କଲାଇ ।
11 E ficaram cheios de furor, e uns com os outros conferenciavam sobre o que fariam a Jesus.
12 ସେବେଲେ ଦିନେକ୍ ଜିସୁ ପାର୍ତନା କର୍ବାକେ ବାରଇ, ପର୍ବତେ ଗାଲା ଆରି ଗୁଲାଇରାତି ପର୍ମେସର୍କେ ପାର୍ତନା କରି କରି ରଇଲା ।
12 E aconteceu que, naqueles dias, subiu ao monte a orar e passou a noite em oração a Deus.
13 ସାକାଲ୍ ପାଇଲାକେ, ଜିସୁ ସିସ୍ମନ୍କେ ଲଗେ ଡାକି ସେମନର୍ ବିତ୍ରେଅନି ବାର ଲକ୍କେ ବାଚ୍ଲା, ଆରି ସେମନ୍କେ ପେରିତ୍ ବଲି ନାଉଁ ଦେଲା ।
13 E, quando já era dia, chamou a si os seus discípulos, e escolheu doze deles, a quem também deu o nome de apóstolos:
14 ସେମନ୍ ରଇଲା, ସିମନ୍ ଜାକେ କି ସେ ପିତର୍ ବଲି ମିସା ନାଉଁ ଦେଲା, ଆରି ସିମନର୍ ବାଇ ଆନ୍ଦ୍ରିୟ, ଜାକୁବ୍ ଆରି ଜଅନ୍, ପିଲିପ୍ ଆରି ବାର୍ତଲମି ।
14 Simão, ao qual também chamou Pedro, e André, seu irmão; Tiago e João; Filipe e Bartolomeu;
15 ମାତିଉ ଆରି ତମା, ଆଲ୍ପିର୍ ପ ଜାକୁବ୍ ଆରି ସିମନ୍, ଜାକେ କି କାଇ କାମ୍ କର୍ବାକେ ମିସା ଆଗ୍ତୁ ଅଇସି ବଲି କଇବାଇ ।
15 Mateus e Tomé; Tiago, filho de Alfeu, e Simão, chamado Zelote;
16 ଜାକୁବର୍ ପ ଜିଉଦା ଆରି ଇସ୍କାରିତ ଜିଉଦା, ଜେ କି ଜିସୁକେ ସତ୍ରୁମନ୍କେ ସର୍ପିଦେଇ ରଇଲା ।
16 Judas, filho de Tiago, e Judas Iscariotes, que foi o traidor.
17 ଆରି ଜିସୁ ପେରିତ୍ମନର୍ ସଙ୍ଗ୍ ଉତ୍ରିକରି, ଗଟେକ୍ ସଦ୍ରମ୍ ରଇଲା ଜାଗାଇ ଟିଆଅଇଲା । ଆରି ତେଇ ତାର୍ ବେସି ସିସ୍ମନ୍, ଜିଉଦା ରାଇଜର୍ ବେସି ଲକ୍, ଜିରୁସାଲାମ୍ ଆରି ସମ୍ଦୁର୍ ପାଲି ରଇବା ସର ଆରି ସିଦନ୍ ସଅରେଅନି ବେସି ଲକ୍ମନ୍ ରୁଣ୍ଡିରଇଲାଇ ।
17 E, descendo com eles, parou num lugar plano, e também um grande número de seus discípulos, e grande multidão do povo de toda a Judeia, e de Jerusalém, e da costa marítima de Tiro e de Sidom;
18 ଲକ୍ମନ୍ ତାର୍ ବାକିଅ ସୁନ୍ବାକେ ଆରି ନିଜର୍ ନିଜର୍ ରଗେଅନି ନିକ ଅଇବାକେ ଆସିରଇଲାଇ । ଜନ୍ ଲକ୍ମନ୍ ଡୁମା ଦାରାଇଅଇ ଦୁକ୍ କସ୍ଟ ପାଇତେରଇଲାଇ, ସେମନ୍କେ ଜିସୁ ନିକ କଲା ।
18 os quais tinham vindo para o ouvir e serem curados das suas enfermidades, como também os atormentados dos espíritos imundos. E eram curados.
19 ସବୁଲକ୍ମନ୍ ଜିସୁକେ ଚିଇବାକେ ଚେସ୍ଟା କର୍ତେରଇଲାଇ । କାଇକେବଇଲେ ତାର୍ ଗାଗ୍ଡେଅନି ମାପ୍ରୁର୍ ବପୁ ବାରଇତେରଇଲା ଆରି ସବୁଲକ୍ମନ୍କେ ନିକ କରତେରଇଲା ।
19 E toda a multidão procurava tocar-lhe, porque saía dele virtude que curava todos.
20 ସେବେଲେ ଜିସୁ ନିଜର୍ ସିସ୍ମନର୍ ବାଟେ ଦେକି କଇଲା,
20 E, levantando ele os olhos para os seus discípulos, dizia:
21 ତମେମନ୍ ଏବେ ବୁକେ ଆଚାସ୍, ତମର୍ କେଡେକ୍ ନିକ କରମ୍,
21 Bem-aventurados vós, que agora tendes fome, porque sereis fartos.
22 ଲକ୍ମନ୍ ଜେବେ ପର୍ମେସର୍ ପାଟାଇରଇବା ନର୍ପିଲା ମର୍ ଲାଗି ତମ୍କେ ଇନ୍ କର୍ବାଇ, ଆରି ବେଗ୍ଲାଇ ଦେବାଇ, ନିନ୍ଦାକରି ତମର୍ ନାଉଁ ମନ୍ଦ୍ ବଲି ଦାର୍ବାଇ, ତମର୍ କେଡେକ୍ ନିକ କରମ୍ ।
22 Bem-aventurados sereis quando os homens vos aborrecerem, e quando vos separarem, e vos injuriarem, e rejeitarem o vosso nome como mau, por causa do Filho do Homem.
23 ସେ ଦିନେ ସାର୍ଦା ଅଇ ନାଟ୍ କର୍ସା । କାଇକେବଇଲେ ଦେକା, ସର୍ଗେ ତମର୍ ପୁରୁସ୍କାର୍ ଅଦିକ୍ ଆରି ସେନ୍ତାରି ତା ସେମନର୍ ଆନିଦାଦିମନ୍, ବବିସତ୍ବକ୍ତାମନ୍କେ କର୍ତେରଇଲାଇ ।
23 Folgai nesse dia, exultai, porque é grande o vosso galardão no céu, pois assim faziam os seus pais aos profetas.
24 ମାତର୍ ଏ ଡଣ୍ଡ୍ ପାଉମନ୍, ତମେମନ୍ ଏବେ ସାଉକାର୍ ଆଚାସ୍,
24 Mas ai de vós, ricos! Porque
25 ଏ ଡଣ୍ଡ୍ପାଉମନ୍, ଏବେ ତମେ ନିକସଙ୍ଗ୍ କାଇଲାସ୍ନି,
25 Ai de vós, os que estais fartos, porque tereis fome!
26 “ଜେଡେବେଲେ ତମ୍କେ ଲକ୍ମନ୍ ବଲ୍ ବଲିକରି ବାବ୍ଲାଇନି, ଏ ଡଣ୍ଡ୍ପାଉମନ୍, ତାକର୍ ଆନିଦାଦି ତା ମାପ୍ରୁର୍ କାତା ବୁଲ୍କାଉମନର୍ପାଇ ସେନ୍ତାରି କର୍ତେରଇଲାଇ ।”
26 Ai de vós quando todos os homens falarem bem de vós, porque assim faziam seus pais aos falsos profetas!
27 “ମାତର୍ ତମେମନ୍ ସୁନି ଆଚାସ୍ଜେ ମୁଇ ତମ୍କେ କଇଲିନି, ତମର୍ ସତ୍ରୁମନ୍କେ ଆଲାଦ୍ କରା, ଜନ୍ ଲକ୍ମନ୍ ତମ୍କେ ଇନ୍ କର୍ବାଇ, ସେମନର୍ ମଙ୍ଗଲ୍ କରା ।
27 Mas a vós, que ouvis, digo: Amai a vossos inimigos, fazei bem aos que vos aborrecem,
28 ଜନ୍ ଲକ୍ମନ୍ ତମ୍କେ ସାଇପ୍ ଦେବାଇ, ସେମନ୍କେ ଆସିର୍ବାଦ୍ କରା । ଜନ୍ ଲକ୍ମନ୍ ତମ୍କେ ଇଜତ୍ ଜିକ୍ବାଇ, ସେମନର୍ପାଇ ପାର୍ତନା କରା ।
28 bendizei os que vos maldizem e orai pelos que vos caluniam.
29 ଜେ ତମ୍କେ ଗଟେକ୍ ଗାଲେ ଚାପଡ୍ ମାର୍ସି, ତାକେ ଆରିଗଟେକ୍ ଗାଲ୍ ମିସା ଦେକାଇଦିଆସ୍ । ଜେ ତମର୍ ଚାଦର୍ ଦାରିଜାଇସି, ତାକେ ତମର୍ ପିନ୍ଦ୍ଲାଟା ନେବାକେ ମିସା ମନା କରାନାଇ ।
29 Ao que te ferir numa face, oferece-lhe também a outra; e ao que te houver tirado a capa, nem a túnica recuses.
30 ଜେ ତମ୍କେ ମାଙ୍ଗ୍ସି, ତାକେ ଦିଆସ୍ । ଆରି ଜେ ତମର୍ ଦନ୍ ସଁମ୍ପତି ଉଦାର୍ ନେଇସି, ତାର୍ଟାନେଅନି ସେଟା ଆରିତରେକ୍ ମାଙ୍ଗାନାଇ ।
30 E dá a qualquer que te pedir; e ao que tomar o
31 ଲକ୍ମନ୍ ତମ୍କେ ଜେନ୍ତି କରତ୍ ବଲି ମନ୍ କଲାସ୍ନି, ତମେମିସା ସେମନର୍ଟାନେ ସେନ୍ତାର୍ କରା ।”
31 E como vós quereis que os homens vos façam, da mesma maneira fazei-lhes vós também.
32 “ଆରି ଜନ୍ ଲକ୍ମନ୍ ତମ୍କେ ଆଲାଦ୍ କଲାଇନି, ଜଦି ସେମନ୍କେସେ ତମେ ଆଲାଦ୍ କର୍ସା ବଇଲେ କାଇ ଆସିର୍ବାଦ୍ ପାଇସା ? କାଇକେବଇଲେ ପାପିମନ୍ ମିସା ସେନ୍ତାରି କର୍ବାଇ ।
32 E, se amardes aos que vos amam, que recompensa tereis? Também os pecadores amam aos que os amam.
33 ଜଦି ଜନ୍ ଲକ୍ମନ୍ ତମର୍ ମଙ୍ଗଲ୍ କଲାଇନି, ସେମନ୍କେସେ ମଙ୍ଗଲ୍ କର୍ସା ବଇଲେ, କାଇ ଆସିର୍ବାଦ୍ ପାଇସା ? କାଇକେବଇଲେ ପାପିମନ୍ ମିସା ସେନ୍ତାରି କର୍ବାଇ ।
33 E, se fizerdes bem aos que vos fazem bem, que recompensa tereis? Também os pecadores fazem o mesmo.
34 ଆରି ଜନ୍ ଲକ୍ମନର୍ଟାନେଅନି ତମର୍ ମିଲାଇବାର୍ ଆସା ରଇସି, ଜଦି ସେମନ୍କେସେ ଉଦାର୍ ଦେଇସା ବଇଲେ, ତମେ କାଇ ଆସିର୍ବାଦ୍ ପାଇସା ? ପାପିମନ୍ ମିସା ସମାନ୍ ଇସାବେ ବାନ୍ଦ୍ଲାଟା ମିଲବଲି, ରୁନ୍ ଦେବାଇ ।
34 E, se emprestardes
35 ମାତର୍ ତମର୍ ସତ୍ରୁମନ୍କେ ଆଲାଦ୍ କରା । ଆରି ସେମନର୍ ମଙ୍ଗଲ୍ କରା । ରୁନ୍ ବାନ୍ଦ ବଲି ଆସା ନ କରି, ରୁନ୍ ଦିଆସ୍ । ସେନ୍ତାର୍କଲେ ତମର୍ ପୁରୁସ୍କାର୍ ଅଦିକ୍ ଅଇସି । ଆରି ତମେ ପର୍ମେସରର୍ ପ ଅଇସା । କାଇକେବଇଲେ ସେ ନ ମାନ୍ବା ଲକର୍ ଆରି କରାପ୍ ଲକର୍ ମିସା ଦୟାକାରିଆ ।
35 Amai, pois, a vossos inimigos, e fazei o bem, e emprestai, sem nada esperardes, e será grande o vosso galardão, e sereis filhos do Altíssimo; porque ele é benigno
36 ତମର୍ ସରଗର୍ ବାବା ଜେନ୍ତାରି ଦୟା କଲାନି, ସେନ୍ତାରି ତମେ ମିସା ଦୟା କରା ।”
36 Sede, pois, misericordiosos, como também vosso Pai é misericordioso.
37 “ବିନ୍ଲକର୍ ବିଚାର୍ କରାନାଇ, ସେନ୍ତାର୍କଲେ ପର୍ମେସର୍ ତମ୍କେ ବିଚାର୍ କର୍ସି । ଦସ୍ ନ ଦିଆସ୍, ସେନ୍ତାର୍କଲେ ପର୍ମେସର୍ ତମ୍କେ ଦସ୍ ନ ଦାରେ । କେମା କରା, ସେନ୍ତାର୍କଲେ ତମ୍କେ କେମା ମିଲ୍ସି ।
37 Não julgueis, e não sereis julgados; não condeneis, e não sereis condenados; soltai, e soltar-vos-ão.
38 ବିନ୍ ଲକ୍କେ ଦାନ୍ କରା, ସେନ୍ତାର୍କଲେ ପର୍ମେସର୍ ତମ୍କେ ଦାନ୍ ଦେଇସି, ଲକ୍ମନ୍ ମାନ୍ଟାନେ କାଦି ପୁରୁନ୍କରି ତାକେ ଚାପି ଜୁଲାଇ, ଉଚ୍ଲାଇକରି, ତମର୍ ଅଁଟିତେଇ ଦେବାଇ, କାଇକେବଇଲେ ଜନ୍ ଇସାବେ ତମେ ନାପ୍ସା, ସେ ଇସାବେ ସେ ତମ୍କେ ନାପି ଦିଆଅଇସି ।”
38 Dai, e ser-vos-á dado; boa medida, recalcada, sacudida e transbordando vos darão; porque com a mesma medida com que medirdes também vos medirão de novo.
39 ଜିସୁ ସେମନ୍କେ ଉଦାଅରନ୍ ଦେଇ କଇଲା, “କାଣା କାଇ କାଣାକେ ବାଟ୍ ଦେକାଇପାରେକି ? ନାଇ, ନାପାରେ । ଜଦି ସେମନ୍ ସେନ୍ତାରି କର୍ବାଇ ବଇଲେ ଦୁଇଲକ୍ଜାକ କାଲେ ନ ଅଦ୍ରତ୍ କି ?
39 E disse-lhes uma parábola: Pode, porventura, um cego guiar outro cego? Não cairão ambos na cova?
40 ଗୁରୁର୍ଟାନେଅନି ସିସ୍ ବଡ୍ ନାଇ । ମାତର୍ ସିସ୍ମନ୍ ସିକିଆ ପାଇ ସାରାଇଲେ ସିଦ୍ଅଇ ଗୁରୁର୍ ସମାନ୍ ଅଇବାଇ ।”
40 O discípulo não é superior a seu mestre, mas todo o que for perfeito será como o seu mestre.
41 “ଆରି କାଇକେ ତମର୍ ବାଇର୍ ଆଁକିଟାନେ ରଇବା ସାନ୍ କାଚ୍ରା ଦେକ୍ଲାସ୍ନି ? ମାତର୍ ତମର୍ ନିଜର୍ ଆଁକିଟାନେ ଜନ୍ ବଡ୍ କାଚ୍ରା ଆଚେ, ସେଟା ବାବିଦେକାସ୍ନାଇ ।
41 E por que atentas tu no argueiro que está no olho do teu irmão e não reparas na trave que está no teu próprio olho?
42 ତମେ ନିଜର୍ ଆଁକିଟାନେ ରଇବା ବଡ୍ଟା କାଚ୍ରା ନ ଦେକିକରି, ନିଜର୍ ବାଇର୍ ଆଁକି ଟାନେ ରଇବା ସାନ୍ କାଚ୍ରା ଦେକି କେନ୍ତି କଇପାରାସ୍, ଆଉ ବାଇ ତମର୍ ଆଁକିଅନି କାଚ୍ରା ବାର୍କରାଇଦେବି ? ଏ କୁଟିଆଲ୍ମନ୍, ପର୍ତୁମ୍ ନିଜର୍ ଆଁକିଅନି କାଚ୍ରା ବାର୍କରାଇପାକା, ତାର୍ପଚେ ନିଜର୍ ବାଇର୍ ଆଁକିଟାନେ ରଇବା କାଚ୍ରା ସବୁ ବାର୍କରାଇବାକେ, ନିକକରି ଦେକିପାରାସ୍ ।”
42 Ou como podes dizer a teu irmão: Irmão, deixa-me tirar o argueiro que está no teu olho, não atentando tu mesmo na trave que está no teu olho? Hipócrita, tira primeiro a trave do teu olho e, então, verás bem para tirar o argueiro que está no olho de teu irmão.
43 “ନିକ ଗଚେ କାରାପ୍ ପଲ୍ ନ ପଲେ, କାରାପ୍ ଗଚେ ନିକ ପଲ୍ ନ ପଲେ ।
43 Porque não há boa árvore que dê mau fruto, nem má árvore que dê bom fruto.
44 କାଇକେବଇଲେ ଗଚ୍ମନ୍କେ ତାର୍ ପଲର୍ଲାଗି ଜାନିଅଇସି । କାଟା ଗଚେଅନି ଲକ୍ମନ୍ ଡୁମ୍ରି ପଲ୍ ନ ତଲତ୍, କି କାଟା ବୁଟାଇଅନି ଅଙ୍ଗୁର୍ ପଲ୍ ନ ତଲତ୍ ।
44 Porque cada árvore se conhece pelo seu próprio fruto; pois não se colhem figos dos espinheiros, nem se vindimam uvas dos abrolhos.
45 ନିକ ଲକ୍ ନିଜର୍ ମନ୍ ବିତ୍ରର୍ ଗରବ୍ବିତ୍ରେ ଅନି ନିକଟା ବାର୍କରାଇସି । ଆରି କାରାପ୍ ଲକ୍ମନ୍ ନିଜର୍ ମନ୍ ବିତ୍ରର୍ ଗରବ୍ଟାନେ ଅନି କାରାପ୍ଟା ବାର୍କରାଇବାଇ । କାଇକେବଇଲେ, ମନ୍ବିତ୍ରେ ଚିନ୍ତା କର୍ବାଟା, ଟଣ୍ଡ୍ କାତା କଇସି ।”
45 O homem bom, do bom tesouro do seu coração, tira o bem, e o homem mau, do mau tesouro do seu coração, tira o mal, porque da abundância do seu coração fala a boca.
46 “ଆରି ତମେ କାଇକେ ମକେ ଏ ମାପ୍ରୁ ଏ ମାପ୍ରୁ, ବଲି ଡାକିକରି ମର୍ ଆଦେସ୍ ମାନାସ୍ ନାଇ ?
46 E por que me chamais Senhor, Senhor, e não fazeis o que eu digo?
47 ଜେ ମିସା ମର୍ଲଗେ ଆସି, ମର୍ କାତା ସୁନି, ସେଟା ସବୁ ମାନ୍ସି, ସେ କାର୍ ସମାନ୍ ରଇସି, ସେଟା ମୁଇ ତମ୍କେ ଦେକାଇବି ।
47 Qualquer que vem a mim, e ouve as minhas palavras, e as observa, eu vos mostrarei a quem é semelhante.
48 ସେ ଏନ୍ତାରି ଗଟେକ୍ ଗର୍ ଉଟାଇବା ଲକର୍ପାରା । ଜେ ଗଇର୍ କରି କୁନି, କୁନାଦି ପାକ୍ନା ଉପ୍ରେ ବସାଇଲା । ବନିଆ ପାନି ଆସି ସେଟା ଉଲ୍କା ମାର୍ଲା ମିସା ସେଟା ବସ୍ଲାଇ ନାପାର୍ଲା । କାଇକେବଇଲେ ସେଟା ନିମାନ୍କରି ଉଟାଇରଇଲା ।
48 É semelhante ao homem que edificou uma casa, e cavou, e abriu bem fundo, e pôs os alicerces sobre rocha; e, vindo a enchente, bateu com ímpeto a corrente naquela casa e não a pôde abalar, porque estava fundada sobre rocha.
49 ମାତର୍ ଜନ୍ ଲକ୍ମନ୍ ମର୍କାତା ସୁନିକରି ମିସା ସେ ଇସାବେ ଚଲାଚଲ୍ତି ନ କରତ୍, ସେ କୁନାଦି ନ କରି, ବାଲି ଉପ୍ରେ ଗର୍କଲା ଲକର୍ପାରା । ଜବର୍ ଅଇତେ ଉଦ୍କାମାର୍ଲା ଦାପ୍ରେ ସେ ଗର୍ ବସ୍ଲିଗାଲା ଆରି ସେଟା ଅପର୍ବଲ୍ ବିନାସ୍ ଅଇଲା ।”
49 Mas o que ouve e não pratica é semelhante ao homem que edificou uma casa sobre terra, sem alicerces, na qual bateu com ímpeto a corrente, e logo caiu; e foi grande a ruína daquela casa.
Atalhos do teclado
- Capítulo anterior←
- Próximo capítulo→
- Versículo anteriork
- Próximo versículoj
- Limpar seleçãoEsc
- Esta ajuda?
Estude este capítulo no WhatsApp
Peça à IA da Bíblia Fala para explicar Lucas 6, comparar traduções ou montar um estudo — tudo direto pelo WhatsApp.