Lucas 9
ସତିଅର୍ ବାଟ୍ (DSO) vs NVI
1 ପଚେ ଜିସୁ ବାର୍ଟା ସିସ୍ମନ୍କେ ରୁଣ୍ଡାଇକରି, ସେମନ୍କେ ସବୁ ଡୁମା ଚାଡାଇବାକେ, ରଗ୍ ନିକ କର୍ବାକେ ବପୁ ଆରି ଅଦିକାର୍ ଦେଲା ।
1 Reunindo os Doze, Jesus deu-lhes poder e autoridade para expulsar todos os demônios e curar doenças,
2 ଆରି ସେମନ୍କେ ପର୍ମେସରର୍ ରାଇଜ୍ ଜାନାଇବାକେ ଆରି ରଗ୍ଦୁକା ଅଇରଇବା ଲକ୍ମନ୍କେ ନିକ କର୍ବାକେ ପାଟାଇଲା ।
2 e os enviou a pregar o Reino de Deus e a curar os enfermos.
3 ସେମନ୍କେ କଇଲା, “ତମେ ଜିବାବେଲେ ଡାଙ୍ଗ୍ କି ମୁନା କି ରୁଟି, କି ଡାବୁ କାଇଟା ମିସା ନିଆନାଇ । ପିନ୍ଦ୍ଲାଟା ଚାଡିକରି ଆରି ଉଚ୍କା ନିଆନାଇ ।
3 E disse-lhes: "Não levem nada pelo caminho: nem bordão, nem saco de viagem, nem pão, nem dinheiro, nem túnica extra.
4 ଜେଡେବେଲେ ତମ୍କେ ଜାର୍ ଗରେ ଡାକିନେବାଇ, ସେ ନଅର୍ ଚାଡି ଜିବାଜାକ ତେଇସେ ରୁଆ ।
4 Na casa em que vocês entrarem, fiquem ali até partirem.
5 ଆରି ଜେତେଲକ୍ ତମ୍କେ ନ ମାନତ୍, ସେ ନଅରେଅନି ବାରଇ ଆଇବା ବେଲାଇ, ତାକର୍ ବିରୁଦେ ସାକି ଇସାବେ ତମର୍ ପାଦେଅନି ଦୁଲି ପାପ୍ଡି ଦିଆସ୍ ।”
5 Se não os receberem, sacudam a poeira dos seus pés quando saírem daquela cidade, como testemunho contra eles".
6 ତେଇଅନି ସିସ୍ମନ୍ ଜାଇକରି ଗାଉଁ ଗାଉଁ ବୁଲି ଗୁଲାଇ ଜାଗାଇ ସୁବ୍ କବର୍ କଇ କଇ ଆରି ଜର୍ଦୁକାର୍ ଲକ୍ମନ୍କେ ନିମାନ୍ କର୍ବାର୍ ଦାର୍ଲାଇ ।
6 Assim, eles saíram e foram pelos povoados, pregando o evangelho e fazendo curas por toda parte.
7 ଏତ୍କିବିତ୍ରେ ଗାଲିଲିର୍ ମୁକିଅ ରାଜା ଏରଦ୍ ଏ ସବୁ ଅଇରଇବା ବିସଇ ଜାନି କାନାବାନା ଅଇଗାଲା । କାଇକେବଇଲେ ଡୁବନ୍ ଦେଉ ଜଅନ୍ ମଲାତେଇଅନି ଉଟ୍ଲାଆଚେ ବଲି କେ କେ କଇତେରଇଲାଇ ।
7 Herodes, o tetrarca, ouviu falar de tudo o que estava acontecendo e ficou perplexo, porque algumas pessoas estavam dizendo que João tinha ressuscitado dos mortos;
8 ଆରି, କେ କେ ଏଲିୟ ଦର୍ସନ୍ ଦେଲାଆଚେ ବଲି କଇଲାଇ । ବିନ୍ ଲକ୍ମନ୍ ପୁର୍ବକାଲର୍ ବବିସତ୍ବକ୍ତାମନର୍ ବିତ୍ରେଅନି ଗଟେକ୍ଲକ୍ ଉଟି ଆସିଆଚେ ବଲି କଇତେ ରଇଲାଇ ।
8 outros, que Elias tinha aparecido; e ainda outros, que um dos profetas do passado tinha voltado à vida.
9 ମାତର୍ ଏରଦ୍ କଇଲା, “ମୁଇ ତା ଡୁବନ୍ ଦେଉ ଜଅନର୍ ମୁଣ୍ଡ୍ କାଟାଇଆଚି, ମାତର୍ ଜାର୍ ବିସଇ ଆମେ ଏନ୍ତାର୍ କାତା ସୁନ୍ଲୁନି, ଏ କେ ?” ଆରି ସେ ତାକେ ଦେକ୍ବିବଲି ଚେସ୍ଟା କର୍ତେରଇଲା ।
9 Mas Herodes disse: "João, eu decapitei! Quem, pois, é este de quem ouço essas coisas? " E procurava vê-lo.
10 ପଚେ ବାର୍ଟା ସିସ୍ମନ୍ ବାଉଡି ଆସି ଜାଇ ଜାଇଟା କରିରଇଲାଇ, ସେ ସବୁ ଜିସୁର୍ ଲଗେ ବାତାଇଦେଲାଇ । ତେଇଅନି ଜିସୁ ଜେନ୍ତିକି ଲକ୍ମନର୍ଟାନେଅନି ବିନେ ରଇବାକେ ସେମନ୍କେ ବେତ୍ସାଇଦା ନାଉଁର୍ ନଅରେ ଡାକିନେଲା ।
10 Ao voltarem, os apóstolos relataram a Jesus o que tinham feito. Então ele os tomou consigo, e retiraram-se para uma cidade chamada Betsaida;
11 ମାତର୍ ଲକ୍ମନ୍ ସେଟା ଜାନିକରି ତାକର୍ ପଚେ ପଚେ ଗାଲାଇ । ଜିସୁ ସେମନ୍କେ ମିସା ଆଲାଦ୍କରି ଡାକି ପର୍ମେସରର୍ ରାଇଜର୍ ବିସଇ କଇବାର୍ ଦାର୍ଲା । ଆରି ଜନ୍ ଲକ୍ମନ୍ ନିକ ଅଇବାର୍ ରଇଲା, ସେମନ୍କେ ନିକକଲା ।
11 mas as multidões ficaram sabendo, e o seguiram. Ele as acolheu, e falava-lhes acerca do Reino de Deus, e curava os que precisavam de cura.
12 ଏତ୍କିବିତ୍ରେ ଦିନ୍ ସାରି ରାତିଅଇବାର୍ ଆରାମ୍ ଅଇଲା, ତେଇ ପାଟାଇରଇବା ବାର୍ଟା ସିସ୍ ଜିସୁର୍ଲଗେ ଆସି କଇଲାଇ, “ଲକ୍ମନ୍ ଜାଇକରି ତାକର୍ପାଇ ବାସା ଆରି କାଦିର୍ପାଇ ଚାରିବେଡ୍ତିର୍ ଗାଉଁ ଆରି ଗୁଡାମନ୍କେ କଜତ୍ । ସେଟାର୍ପାଇ ତମେ ସେମନ୍କେ ମେଲାନି ଦିଆସ୍ । କାଇକେବଇଲେ ଆମେ ଇତି ମେଲାନ୍ ଜାଗାଇ ଆଚୁ ।”
12 Ao fim da tarde os Doze aproximaram-se dele e disseram: "Manda embora a multidão para que eles possam ir aos campos vizinhos e aos povoados, e encontrem comida e pousada, porque aqui estamos em lugar deserto".
13 ମାତର୍ ଜିସୁ ସେମନ୍କେ କଇଲା, “ତମେ ସେମନ୍କେ କାଇବାକେ ଦିଆସ୍ ।” ସେମନ୍ କଇଲାଇ, “ଆମର୍ଲଗେ ଏକାଇ ପାଁଚ୍ଟା ରୁଟି ଆରି ଦୁଇଟା ମାଚ୍ ଚାଡି ଅଦିକ୍ ନାଇ । ସେନ୍ତାର୍ଆଲେ ଆମେ ଜାଇକରି ଏ ସବୁଲକର୍ପାଇ କନ୍ତିଅନି କାଦି ଗେନ୍ବୁ ?”
13 Ele, porém, respondeu: "Dêem-lhes vocês algo para comer". Eles disseram: "Temos apenas cinco pães e dois peixes — a menos que compremos alimento para toda esta multidão".
14 କାଇକେବଇଲେ ସେମନ୍ ଅବ୍କା ମୁନୁସ୍ପିଲାମନ୍ସେ ପାଁଚ୍ ଅଜାର୍ ରଇଲାଇ । ଜିସୁ ସିସ୍ମନ୍କେ କଇଲା, “ଗଟେକ୍ ଗଟେକ୍ ଦାଡି, ପଚାସ୍ ଲକ୍କେ ଲାକା ବସାଆ ।”
14 ( E estavam ali cerca de cinco mil homens ). Mas ele disse aos seus discípulos: "Façam-nos sentar-se em grupos de cinqüenta".
15 ତେଇ ସେମନ୍ ସେନ୍ତାରିକରି ଲକ୍ମନ୍କେ ବସାଇଲାଇ ।
15 Os discípulos assim fizeram, e todos se assentaram.
16 ଆରି, ଜିସୁ ପାଁଚ୍ଟା ରୁଟି ଆରି ଦୁଇଟା ମାଚ୍ ଦାରି, ସରଗ୍ବାଟେ ମୁ କରି ଦନିଅବାଦ୍ ଦେଲା ଆରି ବାଙ୍ଗାଇକରି ସିସ୍ମନ୍କେ ବାଟାକଲା ।
16 Tomando os cinco pães e os dois peixes, e olhando para o céu, deu graças e os partiu. Em seguida, entregou-os aos discípulos para que os servissem ao povo.
17 ତେଇ ସବୁଲକ୍ ପେଟ୍ ପୁର୍ତେ କାଇଲାଇ ଆରି ସାନ୍ତି ଅଇଲାଇ । ପଚେ ସିସ୍ମନ୍ ତେଇ ଅଗ୍ଲି ରଇବା ବାଙ୍ଗାଇଲାଟାମନ୍ ବାର ଡାଲା ଉବ୍ରାଇଲାଇ ।
17 Todos comeram e ficaram satisfeitos, e os discípulos recolheram doze cestos cheios de pedaços que sobraram.
18 ତରେକ୍ ଜିସୁ ଗଟେକ୍ ଲକ୍ସେ କିନରା ଜାଗାଇ ବସି ପାର୍ତନା କର୍ବାବେଲେ ସିସ୍ମନ୍ ତାର୍ଲଗେ ଆଇଲାଇ, ଆରି ସେ ସିସ୍ମନ୍କେ ପାଚାର୍ଲା, “ମୁଇ କେ ବଲି ଲକ୍ମନ୍ କଇଲାଇନି ?”
18 Certa vez Jesus estava orando em particular, e com ele estavam os seus discípulos; então lhes perguntou: "Quem as multidões dizem que eu sou? "
19 ସେମନ୍ କଇଲାଇ, “କେ କେ ଡୁବନ୍ ଦେଉ ଜଅନ୍, ଆରି କେ କେ ଏଲିୟ, ଆରି କେ କେ ପୁର୍ବର୍ ବବିସତ୍ବକ୍ତାମନର୍ ବିତ୍ରେଅନି ଗଟେକ୍ଲକ୍ ମଲାତେଇଅନି ଜିବନ୍ ଅଇଲାଆଚେ ବଲି କଇଲାଇନି ।”
19 Eles responderam: "Alguns dizem que és João Batista; outros, Elias; e, ainda outros, que és um dos profetas do passado que ressuscitou".
20 ସେ ସିସ୍ମନ୍କେ ପାଚାର୍ଲା, “ମାତର୍ ତମେ ମୁଇ କେ ବଲି ବାବ୍ଲାସ୍ନି ?” ପିତର୍ କଇଲା “ତମେ ପର୍ମେସର୍ ପାଟାଇଲା କିରିସ୍ଟ ।”
20 "E vocês, o que dizem? ", perguntou. "Quem vocês dizem que eu sou? " Pedro respondeu: "O Cristo de Deus".
21 ତେଇ ଜିସୁ ଏଟା କାକେ ନ କଇବାପାଇ ସେମନ୍କେ ଜାଗ୍ରତ୍କରି ତିଆର୍ଲା ।
21 Jesus os advertiu severamente que não contassem isso a ninguém.
22 ସେ ସେମନ୍କେ କଇଲା, “ପର୍ମେସର୍ ପାଟାଇଲା ନର୍ପିଲା ମୁଇ ବେସି ଦୁକ୍ କସ୍ଟ ଅଇବାର୍ଆଚେ । ପାର୍ଚିନ୍ମନ୍, ସାସ୍ତର୍ ସିକାଉମନ୍ ଆରି ମୁକିଅ ପୁଜାରିମନ୍ ମକେ ନ ନାମତ୍ । ସେମନ୍ ମକେ ମରାଇବାଇ । ଆରି ତିନ୍ଦିନ୍ ପଚେ ମୁଇ ଆରିତରେକ୍ ମଲାତେଇଅନି ଜିବନ୍ ଅଇ ଉଟ୍ବି ।”
22 E disse: "É necessário que o Filho do homem sofra muitas coisas e seja rejeitado pelos líderes religiosos, pelos chefes dos sacerdotes e pelos mestres da lei, seja morto e ressuscite no terceiro dia".
23 ସେଡ୍କିବେଲେ ଜିସୁ ସବୁଲକ୍କେ କଇଲା, “ତେବେ କେ ମିସା ମର୍ସଙ୍ଗ୍ ଆଇବାକେ ମନ୍ କର୍ସି, ସେ ନିଜର୍ ମନ୍କଲାଟା ସବୁ ଚାଡିଦେବାର୍ ଆଚେ, ଆରି ସବୁଦିନ୍ ତାର୍ ନିଜର୍ କୁର୍ସ ବଇ ମର୍ ସଙ୍ଗ୍ ଆସ ।
23 Jesus dizia a todos: "Se alguém quiser acompanhar-me, negue-se a si mesmo, tome diariamente a sua cruz e siga-me.
24 କାଇକେବଇଲେ, ଜେ ନିଜର୍ ଜିବନ୍ ବଁଚାଇବାକେ ମନ୍ କର୍ସି, ସେ ସେଟା ଆରାଇସି । ମାତର୍ ଜେ ମର୍ପାଇବଲି ଜିବନ୍ ଆରାଇସି, ସେ ସେଟା ରକିଆ କର୍ସି ।
24 Pois quem quiser salvar a sua vida a perderá; mas quem perder a vida por minha causa, este a salvará.
25 ଆରି ଜଦି ଗଟେକ୍ ମୁନୁସ୍ ଗୁଲାଇ ଦୁନିଆ ଜିତିକରି ନିଜେ ବିନାସ୍ ଅଇସି, କି ଆରାଇସି, ତେବେ ତାର୍ କାଇ ଲାବ୍ ?
25 Pois que adianta ao homem ganhar o mundo inteiro, e perder-se ou destruir a si mesmo?
26 ତେବେ କେ ମିସା ମର୍ପାଇ ଆରି ମର୍ ବାକିଅର୍ ଲାଜ୍ ଅଇସି, ଜେଡ୍କିବେଲେ ପର୍ମେସର୍ ପାଟାଇରଇବା ନର୍ପିଲା ମୁଇ ନିଜର୍ ଆରି ବାବାର୍, ଆରି ସୁକଲ୍ ଦୁତ୍ମନର୍ ମଇମାସଙ୍ଗ୍ ବାଉଡି ଆଇବି, ସେଡ୍କିବେଲେ ତାର୍ ବିସଇ ନେଇ ଲାଜ୍ଅଇବି ।
26 Se alguém se envergonhar de mim e das minhas palavras, o Filho do homem se envergonhará dele, quando vier em sua glória e na glória do Pai e dos santos anjos.
27 ମାତର୍ ମୁଇ ତମ୍କେ ସତ୍ କଇଲିନି, ପର୍ମେସରର୍ ରାଇଜ୍ ନ ଦେକ୍ବାଜାକ ଇତି ଟିଆଅଇରଇବା ଲକ୍ମନର୍ ବିତ୍ରେଅନି କେତେଲକ୍, ପର୍ମେସରର୍ ରାଇଜ୍ ଦେକ୍ବାଇ ।”
27 Garanto-lhes que alguns que aqui se acham de modo nenhum experimentarão a morte antes de verem o Reino de Deus".
28 ଜିସୁ ଏ ସବୁ କଇ ପାକାପାକି ଆଟ୍ଦିନ୍ ଗାଲାପଚେ, ଜଅନ୍, ପିତର୍ ଆରି ଜାକୁବର୍ ସଙ୍ଗ୍ ପାର୍ତନା କର୍ବାକେ ପର୍ବତ୍ ଉପ୍ରେ ଗାଲା ।
28 Aproximadamente oito dias depois de dizer essas coisas, Jesus tomou consigo a Pedro, João e Tiago e subiu a um monte para orar.
29 ଆରି, ସେ ପାର୍ତନା କର୍ବାବେଲେ ତାର୍ ମୁ ବିନ୍ ଅଇଗାଲା ଆରି ସେ ପିନ୍ଦ୍ଲା ଲୁଗା ଦବ୍ ଅଇ ବିଜ୍ଲିପାରା ଜିକ୍ମିକିଗାଲା ।
29 Enquanto orava, a aparência de seu rosto se transformou, e suas roupas ficaram alvas e resplandecentes como o brilho de um relâmpago.
30 ଆରି ଏଦେ ଦେକା ! ସେଦାପ୍ରେ ମସା ଆରି ଏଲିୟ ତାର୍ସଙ୍ଗ୍ କାତାବାର୍ତା ଅଇବାର୍ ଦାର୍ଲାଇ ।
30 Surgiram dois homens que começaram a conversar com Jesus. Eram Moisés e Elias.
31 ସେମନ୍ ସରଗର୍ ମଇମାସଙ୍ଗ୍ ଡିସ୍ତେ ରଇଲାଇ । ସେ କେନ୍ତି ଜିରୁସାଲାମେ ଦୁକ୍ କସ୍ଟ ପାଇ ମରିକରି ପର୍ମେସରର୍ ଜଜ୍ନା ସିଦ୍ କର୍ବାର୍ ଆଚେ ବଲି ସେମନ୍ ଜିସୁର୍ସଙ୍ଗ୍ କାତା ଅଇଲାଇ ।
31 Apareceram em glorioso esplendor, e falavam sobre a partida de Jesus, que estava para se cumprir em Jerusalém.
32 ସେଡ୍କିବେଲେ ପିତର୍ ଆରି ତାର୍ ସଙ୍ଗର୍ ଲକ୍ମନ୍ ଟାଟିଅଇତେ ସଇଦେଇରଇଲାଇ, ମାତର୍ ସେମନ୍ ଚେତାଅଇ ଜାଗ୍ରତ୍ ଅଇବାକେ, ଜିସୁର୍ ମଇମା ଆରି ତାର୍ସଙ୍ଗ୍ ଦୁଇଲକ୍ ଟିଆଅଇରଇବାଟା ଦେକ୍ଲାଇ ।
32 Pedro e os seus companheiros estavam dominados pelo sono; acordando subitamente, viram a glória de Jesus e os dois homens que estavam com ele.
33 ମସା ଆରି ଏଲିୟ ବାରଇ ଜିବା ବେଲେ ପିତର୍ ଜିସୁକେ କଇବାର୍ ଦାର୍ଲା, “ଏ ଗୁରୁ, ଆମେ ତା ଏ ଜାଗାଇ ଆଚୁ, ଏଟା ନିକ ଜାଗା, ଇତି ତିନ୍ଟା କୁଡିଆ ତିଆର୍ କରୁ । ତମର୍ପାଇ ଗଟେକ୍, ମସାର୍ପାଇ ଗଟେକ୍ ଆରି ଏଲିୟର୍ପାଇ ଗଟେକ୍ ।” ମାତର୍ ସେ କାଇଟା କଇଲାନି, ସେଟା ସେ ଜାନିନାପାର୍ଲା ।
33 Quando estes estavam se retirando, Pedro disse a Jesus: "Mestre, é bom estarmos aqui. Façamos três tendas: uma para ti, uma para Moisés e uma para Elias". ( Ele não sabia o que estava dizendo. )
34 ସେ ଏନ୍ତି କଇବାବେଲେ ବାଦଲ୍ ଆସି ସେମନ୍କେ ଡାବିଅଇଦେଲା । ବାଦଲ୍ ଡାବିଦେଲାକେ ସେମନ୍ ଡରିଗାଲାଇ ।
34 Enquanto ele estava falando, uma nuvem apareceu e os envolveu, e eles ficaram com medo ao entrarem na nuvem.
35 ଆରି, ବାଦ୍ଲେଅନି ଏନ୍ତି ବାକିଅ ଆଇଲା, “ଏଟାସେ ମର୍ ପିଲା, ଆକେ ମୁଇ ବାଚିଆଚି, ସେ କଇବାଟା ସୁନା ।”
35 Dela saiu uma voz que dizia: "Este é o meu Filho, o Escolhido; ouçam a ele! "
36 ସେ ସବଦ୍ ଅଇଲାପଚେ ଜିସୁ ଗଟେକ୍ଲକ୍ସେ ଡିସ୍ଲା । ଆରି, ସେମନ୍ ଚିମ୍ରା ଅଇରଇଲାଇ, ତେଇ ଜାଇଜାଇଟା ଦେକିରଇଲାଇ, ସେବେଲେ ସେ କାତା କାକେ ନ କଇ, ମନେ ଦାରିରଇଲାଇ ।
36 Tendo-se ouvido a voz, Jesus ficou só. Os discípulos guardaram isto somente para si; naqueles dias, não contaram a ninguém nada do que tinham visto.
37 ଆର୍କର୍ ଦିନେ ଜିସୁ ଆରି ତିନ୍ଟା ସିସ୍ମନ୍ ଡଙ୍ଗ୍ରେଅନି ଉତ୍ରି ଆଇଲାଇ । ଆରି ସେ ଜାଗାଇ ବେସି ଲକ୍ମନ୍ ତାକର୍ସଙ୍ଗ୍ ବେଟ୍ ଅଇଲାଇ ।
37 No dia seguinte, quando desceram do monte, uma grande multidão veio ao encontro dele.
38 ଆରି ଦେକା ଲକ୍ମନର୍ ବିତ୍ରେଅନି ଗଟେକ୍ ଲକ୍ ଆଉଲିଅଇ କଇଲା, “ଏ ଗୁରୁ ମୁଇ ତମ୍କେ ବାବୁଜିଆ କଲିନି, ମର୍ ପିଲାକେ ଅଲପ୍ ଦେକି ଦୟାକରା, କାଇକେବଇଲେ ସେ ମର୍ ଗଟେକ୍ ବଲି ପଅ ।
38 Um homem da multidão bradou: "Mestre, rogo-te que dês atenção ao meu filho, pois é o único que tenho.
39 ଦେକା, ତାକେ ଗଟେକ୍ ଡୁମା ଦାର୍ସି, ଆରି ସେ ଅଟାତ୍ କିର୍କିରି ଉଟ୍ସି, ତାକେ ସେ ଏନ୍ତି ମଡିପାକାଇସିଜେ, ତାର୍ ମୁଏଅନି ପେପୁଲ୍ ବାରଇଜାଇସି, ଆରି ସେ ତାକେ କଣ୍ଡିଆବଣ୍ଡିଆ କରି ତାର୍ଟାନେଅନି କସ୍ଟେ ବାରଇଜାଇସି ।
39 Um espírito o domina; de repente ele grita; lança-o em convulsões e o faz espumar; quase nunca o abandona, e o está destruindo.
40 ତାକେ ଡୁମା ଚାଡାଇବାକେ ବଲି ମୁଇ ତମର୍ ସିସ୍ମନର୍ ଲଗେ ଆନି ଗୁଆରି କରିରଇଲି, ମାତର୍ ସେମନ୍ ନାପାର୍ଲାଇ ।”
40 Roguei aos teus discípulos que o expulsassem, mas eles não conseguiram".
41 ଜିସୁ କଇଲା, “ଏରେ କରାପ୍ବାଟେ ଜାଇ ବିସ୍ବାସ୍ ନ କଲା ଲକ୍ମନ୍, କେତେ କାଲ୍ ଆରି ମୁଇ ତମର୍ସଙ୍ଗ୍ ମୁର୍ଚି ରଇବି, ପିଲାକେ ଇତି ଦାରିଆସା ।”
41 Respondeu Jesus: "Ó geração incrédula e perversa, até quando estarei com vocês e terei que suportá-los? Traga-me aqui o seu filho".
42 ପିଲା ଆଇବାବେଲେ କାର୍ ଆତ୍ମା ତାକେ ବୁଏଁ ଆପ୍ଟିଦେଇ ମଡିପାକାଇଲା, ସେ ଆତ୍ମାକେ ଜିସୁ ଦମ୍କାଇଲା ଆରି ପିଲାକେ ନିକକରି ତାର୍ ବାବାକେ ସର୍ପିଦେଲା ।
42 Quando o menino vinha vindo, o demônio o lançou por terra, em convulsão. Mas Jesus repreendeu o espírito imundo, curou o menino e o entregou de volta a seu pai.
43 ତେଇ କେବେ ଦେକି ନ ରଇବା ପର୍ମେସରର୍ ବପୁ ଦେକି ସବୁଲକ୍ କାବା ଅଇଗାଲାଇ ।
43 E todos ficaram atônitos ante a grandeza de Deus. Estando todos maravilhados com tudo o que Jesus fazia, ele disse aos seus discípulos:
44 ତାର୍ କରିରଇବା ସବୁ କାମର୍ଲାଗି ସବୁଲକ୍ ଚକିତ୍ ଅଇବାବେଲେ ସେ ସିସ୍ମନ୍କେ କଇଲା, “ଏବେ ମୁଇ କାତା ନିମାନ୍କରି କଇଦେଲିନି, ସୁନା । କାଇକେବଇଲେ ପର୍ମେସର୍ ପାଟାଇରଇବା ନର୍ପିଲା ମୁଇ ବିସ୍ବାସେ ବିସ୍ଦେଲାପାରା ଲକ୍ମନ୍କେ ସର୍ପି ଅଇବାର୍ ଗାଲିନି ।”
44 "Ouçam atentamente o que vou lhes dizer: o Filho do homem será traído e entregue nas mãos dos homens".
45 ମାତର୍ ସିସ୍ମନ୍ ସେ କାତା ବୁଜିନାପାର୍ଲାଇ, ଆରି ସେଟା ତାକର୍ଟାନେଅନି ଲୁଚିରଇଲା । ତେବର୍ପାଇ ସେମନ୍ ଏଟା ବୁଜିନାପାର୍ଲେ ମିସା ଜିସୁକେ ପାଚାର୍ବାକେ ଡର୍ତେରଇଲାଇ ।
45 Mas eles não entendiam o que isso significava; era-lhes encoberto, para que não o entendessem. E tinham receio de perguntar-lhe a respeito dessa palavra.
46 ତରେକ୍ ସିସ୍ମନର୍ ବିତ୍ରେ କେ ମୁକିଆ, ସେ ବିସଇ ନେଇ ଦଦାପେଲା ଅଇଲାଇ ।
46 Começou uma discussão entre os discípulos, acerca de qual deles seria o maior.
47 ମାତର୍ ଜିସୁ ତାକର୍ ମନ୍ବିତ୍ରର୍ କାତା ଜାନିକରି, ଗଟେକ୍ ସାନ୍ ପିଲାକେ ଦାର୍ଲା ଆରି ତାକର୍ ମୁଆଟେ ଟିଆକରି ସେମନ୍କେ କଇଲା,
47 Jesus, conhecendo os seus pensamentos, tomou uma criança e a colocou em pé, a seu lado.
48 “କେ ମିସା ମର୍ ନାଉଁଦାରି ଏ ପିଲାକେ ନାମ୍ସି, ସେ ମକେ ନାମ୍ସି । ଜେ ମକେ ନାମ୍ସି, ସେ ମର୍ ପାଟାଇରଇବା ବାବାକେ ନାମ୍ସି । ସେଟାର୍ପାଇ ତମର୍ ବିତ୍ରେ ଜେ ସବୁର୍ ଟାନେଅନି ସାନ୍, ସେ ପର୍ମେସର୍ ତେଇ ମୁକିଅ ।”
48 Então lhes disse: "Quem recebe esta criança em meu nome, está me recebendo; e quem me recebe, está recebendo aquele que me enviou. Pois aquele que entre vocês for o menor, este será o maior".
49 ତେଇ ଜଅନ୍ କଇଲା, “ଏ ଗୁରୁ, ଆମେ ଗଟେକ୍ ଲକ୍, ତମର୍ ନାଉଁ ଦାରି ଡୁମା ଚାଡାଇବାଟା ଦେକ୍ଲୁ ଆରି ତାକେ ନ କର୍ ବଲି ତେବାଇଲୁ କାଇକେବଇଲେ ସେ ଆମର୍ ଦଲର୍ ଲକ୍ ନଏଁ ।”
49 Disse João: "Mestre, vimos um homem expulsando demônios em teu nome e procuramos impedi-lo, porque ele não era um dos nossos. "
50 ମାତର୍ ଜିସୁ ସେମନ୍କେ କଇଲା, “ତେବାଆ ନାଇ, ଜନ୍ଲକ୍ ତମର୍ ବିରଦେ ନାଇ, ସେମନ୍ ତମର୍ ବାଟେ ।”
50 "Não o impeçam", disse Jesus, "pois quem não é contra vocês, é a favor de vocês".
51 ପଚେ ଜେଡେବେଲେ ଜିସୁର୍ ସର୍ଗେ ଜିବାର୍ ବେଲା କେଟିଆଇତେରଇଲା, ସେଡେବେଲେ ସେ ଜିରୁସାଲାମ୍ ଜିବାକେ ମନ୍କଲା ।
51 Aproximando-se o tempo em que seria elevado ao céu, Jesus partiu resolutamente em direção a Jerusalém.
52 ସେ ଜିବା ଆଗ୍ତୁ କେତେଟା ଲକ୍ମନ୍କେ ପାଟାଇଲା । ସେମନ୍ ଜାଇକରି ଜିସୁର୍ପାଇ ସବୁ କର୍ବାକେ ସମିରଣିୟମନର୍ ଗଟେକ୍ ଗାଏଁ କେଟ୍ଲାଇ ।
52 E enviou mensageiros à sua frente. Indo estes, entraram num povoado samaritano para lhe fazer os preparativos;
53 ମାତର୍ ଜିସୁ ଜିରୁସାଲାମ୍ ଜିବାକେ ମନ୍କଲାଆଚେ ବଲି ଜାନିକରି, ତାକେ ଡାକି ବସାଅତ୍ନାଇ ।
53 mas o povo dali não o recebeu porque se notava em seu semblante que ele ia para Jerusalém.
54 ଏଟାଦେକି ଜାକୁବ୍ ଆରି ଜଅନ୍ କଇଲାଇ, “ମାପ୍ରୁ ଏଲିୟ ମିସା ଜେନ୍ତି କରିରଇଲା, ସେନ୍ତାର୍ସେ ଆମେ ବାଦ୍ଲେଅନି ଜଇ ଅଦ୍ରାଇ ସେମନ୍କେ ନାସ୍କର୍ବାକେ ତମେ ମନ୍ କଲାସ୍ନି କି ?”
54 Ao verem isso, os discípulos Tiago e João perguntaram: "Senhor, queres que façamos cair fogo do céu para destruí-los? "
55 ମାତର୍ ଜିସୁ ବୁଲିକରି ସେମନ୍କେ ଦମ୍କାଇକରି କଇଲା, “ତମେମନ୍ କେନ୍ତାରି ଆତ୍ମାର୍ ଲକ୍, ଏଟା ନାଜାନାସ୍ । ମାପ୍ରୁ ପାଟାଇରଇବା ନର୍ପିଲା ମୁଇ ମୁନୁସ୍ମନର୍ ଜିବନ୍ ନାସ୍ କର୍ବାକେ ନ ଆସି, ରକିଆ କର୍ବାକେ ଆସିଆଚେ ।”
55 Mas Jesus, voltando-se, os repreendeu, dizendo: "Vocês não sabem de que espécie de espírito são, pois o Filho do homem não veio para destruir a vida dos homens, mas para salvá-los";
56 ତାର୍ପଚେ ସେମନ୍ ଆରିଗଟେକ୍ ଗାଏଁ ଉଟିଗାଲାଇ ।
56 e foram para outro povoado.
57 ସେମନ୍ ଜିବାବେଲେ ବାଟେ ଗଟେକ୍ ଲକ୍ ଜିସୁକେ କଇଲା, “ତମେ ଜନ୍ ଜାଗାଇ ଜାଇସା, ମୁଇ ତମର୍ସଙ୍ଗ୍ ଆଇବି ।”
57 Quando andavam pelo caminho, um homem lhe disse: "Eu te seguirei por onde quer que fores".
58 ଜିସୁ ତାକେ କଇଲା, “କକପାନ୍ଦିର୍ ପାଆର୍ ଆଚେ, ଚଡଇମନ୍କେ ଗୁଡା ଆଚେ, ମାତର୍ ମାପ୍ରୁ ପାଟାଇରଇବା ନର୍ପିଲା ମକେ ବସ୍ବାକେ ନିଜର୍ ଗର୍ ନାଇ ।” କଲିଆ ଆରି ତାର୍ ପିଲାମନ୍ ପାଆରେ ବାସାକରି ରଇବାଇ । |alt="Fox with kits in a hole" src="bk00051c.tif" size="col" copy="Horace Knowles ©" ref="୯:୫୮"
58 Jesus respondeu: "As raposas têm suas tocas e as aves do céu têm seus ninhos, mas o Filho do homem não tem onde repousar a cabeça".
59 ତାର୍ପଚେ ଜିସୁ ଆରିଗଟେକ୍ ଲକ୍କେ କଇଲା, “ମର୍ସଙ୍ଗ୍ ଆଉ ।” ମାତର୍ ସେ କଇଲା, “ପର୍ତୁମ୍ ଜାଇ ମର୍ ବାବାକେ ଦନ୍ କରିଆଇବାଜାକ ମକେ ଆଦେସ୍ ଦିଆ ।”
59 A outro disse: "Siga-me". Mas o homem respondeu: "Senhor, deixa-me ir primeiro sepultar meu pai".
60 ମାତର୍ ଜିସୁ ତାକେ କଇଲା, “ମଲାଲକ୍ମନ୍ ମଲାଲକ୍ମନ୍କେ ଦନ୍ କର୍ବାକେ ଚାଡିଦିଆସ୍, ମାତର୍ ତମେ ଜାଇ ପର୍ମେସରର୍ ରାଇଜ୍ ଜାନାଆ ।”
60 Jesus lhe disse: "Deixe que os mortos sepultem os seus próprios mortos; você, porém, vá e proclame o Reino de Deus".
61 ଆରିଗଟେକ୍ ଲକ୍ କଇଲା, “ମାପ୍ରୁ ମୁଇ ତମର୍ସଙ୍ଗ୍ ଆଇବି, ମାତର୍ ଗରର୍ ଲକ୍ମନ୍କେ ଗାଲିନି ବଲି କଇକରି ଆଇବାକେ ଆଦେସ୍ ଦିଆ ।”
61 Ainda outro disse: "Vou seguir-te, Senhor, mas deixa-me primeiro voltar e me despedir da minha família".
62 ମାତର୍ ଜିସୁ ତାକେ କଇଲା, “ଜେ କସ୍ବାବେଲେ ନଙ୍ଗଲ୍ଦାରି ପଚେ ଦେକିଲାଗିରଇସି, ସେ ପର୍ମେସରର୍ ରାଇଜର୍ ସେବା କର୍ବାକେ ଅଦିକାର୍ ନ ପାଏ ।”
62 Jesus respondeu: "Ninguém que põe a mão no arado e olha para trás é apto para o Reino de Deus".
Atalhos do teclado
- Capítulo anterior←
- Próximo capítulo→
- Versículo anteriork
- Próximo versículoj
- Limpar seleçãoEsc
- Esta ajuda?
Estude este capítulo no WhatsApp
Peça à IA da Bíblia Fala para explicar Lucas 9, comparar traduções ou montar um estudo — tudo direto pelo WhatsApp.