Marcos 13
ସତିଅର୍ ବାଟ୍ (DSO) vs NTLH
1 ଜିସୁ, ଜିଉଦିମନର୍ ପାର୍ତନା ଗରେଅନି ବାରଇକରି ଜିବାବେଲେ ତାର୍ ଗଟେକ୍ ସିସ୍ ତାକେ କଇଲା, “ଏ ଗୁରୁ ଏଦେ ଦେକା ! ବଡ୍ ବଡ୍ ପାକ୍ନାଇ ମନ୍ଦିର୍ କେତେକ୍ ସୁନ୍ଦର୍ ଅଇ ତିଆର୍ ଅଇଲାଆଚେ !”
1 Quando Jesus estava saindo do pátio do Templo, um discípulo disse: — Mestre, veja que pedras e edifícios impressionantes!
2 ଜିସୁ ତାକେ କଇଲା, “ତୁଇ ଏ ବଡ୍ ବଡ୍ ପାକ୍ନାଇ ତିଆର୍ ଅଇଲା ପର୍ମେସରର୍ ଗର୍ ଦେକ୍ଲୁସ୍ନି ? ଏ ସବୁ ଗର୍ ନସ୍ଟ ଅଇଜାଇସି । ସବୁ ପାକ୍ନାମନ୍ ଡୁଲିକରି ମାଟିତେଇ ଏନେତେନେ ଅଇଜାଇସି, ଗଟେକ୍ ପାକ୍ନା ଆରି ଗଟେକ୍ ପାକ୍ନାର୍ ଉପ୍ରେ ନ ରଏ ।”
2 Jesus respondeu:
3 ତାର୍ପଚେ ଜିସୁ ପର୍ମେସରର୍ ଗରର୍ ମୁଆଟେ ରଇଲା ଜିତ୍ ନାଉଁର୍ ଗଚ୍ମନ୍ ରଇବା ଡଙ୍ଗ୍ରେ ବସିରଇଲା । ସେବେଲା ପିତର୍, ଜାକୁବ୍, ଜଅନ୍ ଆରି ଆନ୍ଦ୍ରିୟ, କେ ନ ରଇଲାବେଲେ ତେଇ ଆସିକରି ତାକେ ପାଚାର୍ଲାଇ ।
3 Jesus estava sentado no monte das Oliveiras, olhando para o Templo, quando Pedro, Tiago, João e André lhe perguntaram em particular:
4 “ଏ ସବୁ ଗଟ୍ନା କେବେ ଅଇସି ଆରି ସବୁ ଅଇବା ଚିନ୍ମନ୍ କାଇଟା, ଆମ୍କେ କଇଦେ ।” ବଲି କଇଲାଇ ।
4 — Conte para nós quando é que isso vai acontecer. Que sinal haverá para mostrar quando é que todas essas coisas vão começar?
5 ଜିସୁ ସେମନ୍କେ କଇଲା, “ତମେ ଜାଗ୍ରତ୍ ଅଇକରି ରୁଆ, ତମ୍କେ କେ ମିସା ନ ନାଡାଅତ୍ ।
5 Então Jesus começou a ensiná-los. Ele disse:
6 କାଇକେବଇଲେ ବେସି ଲକ୍ମନ୍ ମର୍ ନାଉଁ ଦାରି, ସେମନ୍ କିରିସ୍ଟ ବଲି ବେସି ଲକ୍ମନ୍କେ ବୁଲ୍କାଇବାଇ ।
6 Porque muitos vão aparecer fingindo ser eu e dizendo: “Eu sou o
7 ମାତର୍ ଜେଡେବେଲେ ତମେ ଜୁଇଦର୍ ବିସଇ ନଇଲେ ଜୁଇଦ୍ ଇତି ଅଇସି ନଇଲେ ସିତି ଅଇସି ବଲିକରି ଲକ୍ମନ୍ କଇବାଟା ସୁନ୍ଲେ, କିଲ୍ବିଲ୍ ନ ଉଆ । ଏ ସବୁ ଗଟ୍ନା ଅଇସି, ମାତର୍ ସେଦାପ୍ରେ ଆକା ଜୁଗ୍ ସେସ୍ ନଏଁ ।
7 Não tenham medo quando ouvirem o barulho de batalhas ou notícias de guerras. Tudo isso vai acontecer, mas ainda não será o fim.
8 କାଇକେବଇଲେ, ଗଟେକ୍ ଦେସର୍ ଲକ୍ମନ୍ ଆରି ଗଟେକ୍ ଦେସର୍ ଲକ୍ମନର୍ ବିରଦେ ଜୁଇଦ୍ କର୍ବାଇ । ଗଟେକ୍ ରାଇଜ୍ ଆରିଗଟେକ୍ ରାଇଜର୍ ବିରଦେ ଉଟ୍ବାଇ । ବେସି ଜାଗାଇ ଦର୍ତନି ଚୁଲ୍ବୁଲ୍ସି, ଆରି ବେସି ଜାଗାଇ ମର୍ଡି ଅଇସି । ଏସବୁ ଗଟ୍ନା ଗଟେକ୍ ପିଲା ଜନମ୍ ଅଇବା ଆଗ୍ତୁ ଆଇବା ଦୁକାସୁକା ପାରା ଅଇସି ।”
8 Uma nação vai guerrear contra outra, e um país atacará outro. Em vários lugares haverá tremores de terra e falta de alimentos. Essas coisas serão como as primeiras dores de parto.
9 “ଏନ୍ତି ସବୁ ଅଇବା ବେଲା ତମେ ଜାଗ୍ରତ୍ ରୁଆ । ଲକ୍ମନ୍ ତମ୍କେ ବାନ୍ଦିକରି ବିଚାର୍ କର୍ବା ଲକ୍ମନ୍କେ ସର୍ପିଦେବାଇ । ସେମନ୍ ନିଆଇ କର୍ବା ଜାଗାଇ ତମ୍କେ ମାରିପାକାଇବାଇ । ତମେ ମର୍ ସିସ୍ ଅଇରଇବା ଲାଗି, ସାସନ୍ କର୍ବା ଲକ୍ମନର୍ଟାନେ ଆରି ରାଜାମନର୍ ମୁଆଟେ ଟିଆ କରାଇବାଇ । ତମେ ମର୍ଟାନେ ବିସ୍ବାସ୍ କଲା ବିସଇ ତେଇ ସାକି ଦେଇସା ।
9 — Vocês precisam ter cuidado porque serão presos e levados aos tribunais e serão chicoteados nas
10 ଏ ସବୁ ଗଟ୍ନା ଅଇଜିବା ଆଗ୍ତୁ, ସବୁ ଦେସର୍ ଲକ୍ମନର୍ ଲଗେ, ଏ ନିମାନ୍ କବର୍ କେଟ୍ବାର୍ ଆଚେ ।
10 Pois, antes de chegar o fim, o evangelho precisa ser anunciado a todos os povos.
11 ସେମନ୍ ତମ୍କେ ବନ୍ଦିକରି ବିଚାର୍ କର୍ବା ବେଲେ ତେଇ କାଇଟା କଇବୁ ବଲିକରି ଆଗ୍ତୁ ଚିନ୍ତା କରାନାଇ । ତମେ କାଇଟା କଇବାର୍ ଆଚେ, ସେ କାତା ପର୍ମେସର୍ ତମ୍କେ ସମାନ୍ ବେଲାଇ ଦେଇସି । କାଇକେବଇଲେ ସେ ବେଲାଇ ତମେ ନିଜେ ନ କୁଆସ୍ ମାତର୍ ସୁକଲ୍ଆତ୍ମା ତମର୍ଟାନେଅନି କାତା କଇସି ।
11 Quando prenderem e entregarem vocês às autoridades, não fiquem preocupados, antes da hora, com o que irão dizer. Quando chegar o momento, digam o que Deus lhes der para dizer. Porque as palavras que disserem não serão de vocês mesmos, mas virão do Espírito Santo.
12 ବାଇ ବାଇକେ ମରାଇବାତେଇ ସର୍ପିଦେବାଇ ଆରି ବାବା ପିଲାକେ ମରାଇବାତେଇ ସର୍ପି ଦେବାଇ ଆରି ପିଲାଟକିମନ୍ ତାକର୍ ମାଆ ବାବା ବିରୁଦେ ଉଟିକରି ସେମନ୍କେ ମରାଇବାକେ ସର୍ପିଦେବାଇ ।
12 Muitos entregarão os seus próprios irmãos para serem mortos, e os pais entregarão os filhos. E os filhos ficarão contra os pais e os matarão.
13 ତମେ ମର ସିସ୍ ଅଇରଇଲାର୍ ଲାଗି ସବୁ ଲକ୍ମନ୍ ତମ୍କେ ଗିନ୍ କର୍ବାଇ । ମାତର୍ ଜେ ସାରାସାରି ଜାକ ମୁର୍ଚି କରି ରଇସି, ସେ ରକିଆପାଇସି ।”
13 Todos odiarão vocês por serem meus seguidores, mas quem ficar firme até o fim será salvo.
14 “ମାତର୍ ତମେ ଜେଡେବେଲା କେ ମନ୍ ନ କର୍ବାଟା ଆରି ନାସ୍ ଅଇବା ଦିନ୍ସୁ ଜନ୍ଟାକି ସୁକଲ୍ ଜାଗାଇ ସଙ୍ଗଇବାର୍ ନଏଁ, ସେ ଜାଗାଇ ସଙ୍ଗଇବାଟା ଦେକ୍ଲେ, ତମେ ସେ ଜାଗାଇଅନି ପାଲାଇବାର୍ ଆଚେ । ଏ ବିସଇ ପଡ୍ବା ଲକ୍ମନ୍, ତମେ ଏ କାତା ବୁଜା । ସେବେଲେ ଜନ୍ ଲକ୍ମନ୍ ଜିଉଦା ରାଇଜେ ରଇବାଇ, ସେମନ୍ ଡଙ୍ଗ୍ରେ ପାଲାଅତ୍ ।
14 E Jesus continuou:
15 ଜଦି କେ ଗରର୍ ଚାଉନି ଉପ୍ରେ ରଇସିବଇଲେ, ସେ ଗର୍ ବିତ୍ରେ ତାର୍ କାଇମିସା ଦିନ୍ସୁ ଆନ୍ବି ବଲିକରି ନ ଜାଅ ।
15 Quem estiver em cima da sua casa, no terraço, que fuja logo e não entre para pegar nada.
16 ଜଦି କେ ଚାସ୍ ରଇବା ପଦାଇ ରଇସି, ସେ ତାର୍ ଚାଦର୍ ଆନ୍ବାକେ ଗରେ ବାଉଡି ନ ଜାଅ ।
16 E quem estiver no campo, que não volte para casa a fim de buscar as suas roupas.
17 ଗାଗ୍ଡେ ରଇଲା ମାଇଜିମନର୍ପାଇ ଆରି ଦୁଦ୍ କୁଆଇବା ମାଇଜିମନର୍ ପାଇ ସେବେଲେ ପାଲାଇବାକେ ବେସି କସ୍ଟ ଅଇସି ।
17 Ai das mulheres grávidas e das mães com criancinhas naqueles dias!
18 ଏ ସବୁ ଗଟ୍ନା ସିତ୍ ଦିନେ ନ ଅଇବାକେ ପାର୍ତନା କରା ।
18 Orem a Deus para que isso não aconteça no inverno.
19 କାଇକେବଇଲେ ପର୍ମେସର୍ ଏ ଦୁନିଆ ତିଆର୍କଲା ଦିନେଅନି ଆଜିକେ ଜାକ ସେନ୍ତାରି ଦୁକ୍ କସ୍ଟ ଅଏନାଇ ଆରି ପଚେ କେବେମିସା ନ ଅଏ । ସେନ୍ତି ବେସି ଦୁକ୍ କସ୍ଟର୍ ଗଟ୍ନା ସେ ଦିନ୍ମନ୍କେ ଅଇସି ।
19 Porque naqueles dias haverá um sofrimento tão grande como nunca houve desde que Deus criou o mundo; e nunca mais acontecerá uma coisa igual.
20 ଜଦି ପର୍ମେସର୍ ଅପର୍ବଲ୍ ଦୁକର୍ ଦିନ୍ମନ୍ ଉନା ନ କରି ରଇଲେ, ତେବେ ଦୁନିଆର୍ କେ ମିସା ରକିଆ ନ ପାଇକରି ମରି ଜିବାର୍ ଅଇତା । ମାତର୍ ସେ ଜନ୍ ଲକ୍ମନ୍କେ ବାଚିଆଚେ ସେ ଲକ୍ମନର୍ପାଇ ସେ ଦୁକର୍ ଦିନ୍ମନ୍ ଉନା କଲାଆଚେ ।”
20 Porém o Senhor diminuiu esse tempo de sofrimento. Se não fosse assim, ninguém seria salvo. Mas, por causa do povo que Deus escolheu para salvar, esse tempo já foi diminuído.
21 ସେବେଲେ କେ ଜଦି ତମ୍କେ ଇତି କିରିସ୍ଟ ଆଚେ । ନଇଲେ ତେଇ ସେ ଆଚେ । ବଲି କଇସି, ତାକେ ବିସ୍ବାସ୍ କରା ନାଇ ।
21 — Portanto, se alguém disser para vocês: “Vejam! O
22 ସେଦିନ୍ମନ୍କେ ମୁଇଆକା କିରିସ୍ଟ । ବଲିକରି ମିଚ୍ କଇବା ବବିସତ୍ କଇବାଲକ୍, ବିନ୍ ବିନ୍ ରକାମର୍ ଚିନ୍ ଆରି କାବା ଅଇଜିବା କାମ୍ମନ୍ ଦେକାଇବାଇ । ପର୍ମେସର୍ ବାଚ୍ଲା ଲକ୍ମନ୍ ତମ୍କେ ମିସା ନାଡାଇବାକେ ଚେସ୍ଟା କର୍ବାଇ ।
22 Porque aparecerão falsos
23 ସେଦିନ୍ମନ୍କେ କାଇ କାଇଟା ଅଇସି ସେ ବିସଇନେଇ ତମେ ଜାଗ୍ରତ୍ ଅଇ ରୁଆ । ସେଟାର୍ପାଇ, ଦେକା ସେ ବେଲା ନ ଆଇବା ଆଗ୍ତୁ ମୁଇ ତମ୍କେ ଜାନାଇଦେଲିନି ।
23 Prestem atenção! Eu estou lhes dizendo tudo isso, antes que aconteça.
24 ସେଦିନ୍ମନ୍କେ, ସେ ଦୁକର୍ ଗଟ୍ନା ଅଇଲାପଚେ
24 Jesus disse:
25 ତାରାମନ୍ ବାଦ୍ଲେଅନି ଅଦର୍ବାଇ ଆରି ବାଦ୍ଲେ ଉଜଲ୍ ରଇବାଟାମନ୍କେ ପର୍ମେସର୍ ଆଲାଇଦେଇସି ।
25 As estrelas cairão do céu, e os poderes do espaço serão abalados.
26 “ସେବେଲା ନର୍ପିଲା ମୁଇ, ବେସି ବପୁତେଇ ଆରି ଡାକ୍ପୁଟା ସଙ୍ଗ୍ ବାଦଲ୍ଟାନେ ଆଇବାଟା ଲକ୍ମନ୍ ଦେକ୍ବାଇ ।
26 Então o
27 ସେବେଲା ମର୍ ଦୁତ୍ମନ୍କେ ପାଟାଇକରି ଦୁନିଆ ସାର୍ଲାଅନି ଆରି ସରଗ୍ ଚିଡ୍ଲା ତେଇଅନି ପର୍ମେସର୍ ବାଚ୍ଲା ଲକ୍ମନ୍କେ ଟୁଲିଆଇବି ।”
27 Ele mandará os anjos aos quatro cantos da terra e reunirá os escolhidos de Deus de um lado do mundo até o outro.
28 “ଏବେ ଡୁମ୍ରି ଗଚର୍ ଉଦାଅରନ୍ ଅନି ଏ ବିସଇ ସିକା । ଜେଡେବେଲେ ତାର୍ କେନ୍ଦିଅନି ପତର୍ ପାଲୁଆନି କରି, କାଁଚାପତ୍ରିଆ ଡିସ୍ଲେ, କାରାଦିନ୍ କେଟ୍ଲା ବଲିକରି ତମ୍କେ କେ ନ କଇଲେମିସା ଜାନାସ୍ ।
28 Jesus disse ainda:
29 ସେନ୍ତିସେ ତମେ ଏ ସବୁ ଗଟ୍ନା ଦେକ୍ବାବେଲେ, ମୁଇ ଆଇବା ଦିନ୍ କେଟ୍ଲା, ବଲିକରି ଜାନ୍ସା ।
29 Assim também, quando virem acontecer essas coisas, fiquem sabendo que o tempo está perto, pronto para começar.
30 ମୁଇ ତମ୍କେ ସତ୍କାତା କଇଲିନି, ଏ ଗଟ୍ନା ନ ଅଇବାଜାକ, ଏବେ ରଇଲା ଲକ୍ମନ୍ ନ ମରତ୍ ।
30 Eu afirmo a vocês que isto é verdade: essas coisas vão acontecer antes de morrerem todos os que agora estão vivos.
31 ବାଦଲ୍ ଆରି ତେଇ ଉଜଲ୍ ଅଇ ରଇବାଟାମନ୍, ଦୁନିଆଇ ଆରି ତେଇରଇବା ସବୁ ଦିନ୍ସୁ ନାସ୍ ଅଇବା ସାରାସାରି ଦିନ୍ ଆଇସି, ମାତର୍ ମର୍ ବାକିଅ କେବେ ମିସା ନ ସାରେ ।”
31 O céu e a terra desaparecerão, mas as minhas palavras ficarão para sempre.
32 “ମାତର୍ ସବୁ ଗଟ୍ନା କେବେ ଆରି ଜେଡେବେଲା ଅଇସି ବଲିକରି କେ ମିସା ନାଜାନତ୍ । ସରଗର୍ ଦୁତ୍ କି ସତ୍ ମାପ୍ରୁର୍ ପିଲା ମୁଇ ମିସା ନାଜାନି । ମର୍ ବାବା ପର୍ମେସର୍ ଗଟେକ୍ ଲକ୍ସେ ଜାନିଆଚେ ।
32 E Jesus terminou, dizendo:
33 ସେ ଦିନ୍ କି ବେଲା କେବେ ଆଇସି, ସେଟା ତମେ କେ ନାଜାନାସ୍ । ସେଟାର୍ପାଇ ତମେ ଜାଗ୍ରତ୍ ଅଇ ତିଆର୍ଅଇ ରୁଆ ।
33 Vigiem e fiquem alertas, pois vocês não sabem quando chegará a hora.
34 ମୁଇ ଆଇବା ଦିନ୍, ଏନ୍ତି ଗଟେକ୍ ଲକ୍ ତାର୍ ଗର୍ ଚାଡି ବିନ୍ ଦେସେ ଜିବା ବିସଇ ସମାନ୍ କରିଅଇସି । ସେ ନିଜର୍ ଗତିଦାଙ୍ଗ୍ଡାମନ୍କେ ଡାକିକରି ସେମନ୍ କାଇ କାଇ କାମ୍ କର୍ବାର୍ଆଚେ, ସେ ସବୁ ବିସଇ ସେମନ୍କେ କଇଲା । ବାଟ୍ ଡିଆଗଡି ଜାଗ୍ବା ଗତିଦାଙ୍ଗ୍ଡାକେ ଡାକିକରି ସେ ବାଉଡି ଆଇବା ଜାକ ଜାଗିକରି ରଇବାକେ କଇକରି ଗାଲା ।
34 Será como um homem que sai de casa e viaja para longe; mas, antes de ir, dá ordens, distribui o trabalho entre os empregados e manda o porteiro ficar de vigia.
35 ତମେମିସା ଜାଗୁଆଲର୍ ପାରା ଜାଗ୍ରତ୍ ଅଇ ରୁଆ । କାଇକେବଇଲେ ସାଉକାର୍ ସଞ୍ଜ୍ବେଲା, କି ମଜାରାତି, କି କୁକ୍ଡାଡାକେ କି ସାକ୍ଲିଆ ଆଇସି ସେଟା ତମେ ନାଜାନାସ୍ ।
35 Então vigiem, pois vocês não sabem quando o dono da casa vai voltar; se será à tarde, ou à meia-noite, ou de madrugada, ou de manhã.
36 ଜଦି ସେ ଅଟାତ୍ ଆସିକରି ଦେକ୍ଲାବେଲେ, ତମେ ଇସ୍ରାଇଲର୍ ଲକ୍ମନର୍ ପାରା ରଇବାଟା ସେ ଦେକ୍ବାର୍ନାଇ ।
36 Se ele chegar de repente, que não encontre vocês dormindo!
37 ମୁଇ ତମ୍କେ କାଇଟା କଇଲିନି, ସେ ବିସଇସେ ସବୁ ଲକ୍କେ କଇଲିନି । ମୁଇ ଆଇବା ଦିନ୍ପାଇ ତିଆର୍ ଅଇକରି ସବୁବେଲା ଜାଗ୍ରତ୍ ଅଇକରି ରୁଆ ।”
37 O que eu lhes digo digo a todos: fiquem vigiando!
Atalhos do teclado
- Capítulo anterior←
- Próximo capítulo→
- Versículo anteriork
- Próximo versículoj
- Limpar seleçãoEsc
- Esta ajuda?
Estude este capítulo no WhatsApp
Peça à IA da Bíblia Fala para explicar Marcos 13, comparar traduções ou montar um estudo — tudo direto pelo WhatsApp.