Marcos 16
ସତିଅର୍ ବାଟ୍ (DSO) vs NAA
1 ବିସ୍ରାମ୍ବାର୍ ସାର୍ଲା ତାର୍ ଆର୍କର୍ ଦିନେ ମଗ୍ଦଲିନି ମରିୟମ୍, ଜାକୁବର୍ ମାଆ ମରିୟମ୍ ଆରି ସଲମି, ଜିସୁର୍ ମଲା ଗାଗ୍ଡେ ଲାଗାଇବାକେ ବାସ୍ନା ଚିକନ୍ ଗେନିଆନ୍ଲାଇ ।
1 Passado o sábado, Maria Madalena, Maria, mãe de Tiago, e Salomé compraram óleos aromáticos para ungir o corpo de Jesus.
2 ରଇବାର୍ ଦିନର୍ ସାକାଲ୍ ସାକାଲ୍ ସେମନ୍ ତାର୍ ଗାଗଡ୍ ସଙ୍ଗଇଲା ଜାଗାକେ ଜାଇତେରଇଲାଇ । ସେବେଲେ ବେଲ୍ ଉଦି ଆଇତେରଇଲା ।
2 E, bem cedo, no primeiro dia da semana, ao nascer do sol, foram ao túmulo.
3 ସେମନ୍ ନିଜର୍ ନିଜର୍ ବିତ୍ରେ “ଜିସୁର୍ ଗାଗଡ୍ ସଙ୍ଗଇରଇଲା ମୁଆଟର୍ ବଡ୍ ଚାଚଡା ପାକ୍ନା ଆମର୍ ପାଇ କେ ଗୁଚାଇଦେଇସି ତେବେ ?” ବଲି କାତା ଅଇତେରଇଲାଇ ।
3 Diziam umas às outras: — Quem nos removerá a pedra da entrada do túmulo?
4 ସେମନ୍ ସେ ଜାଗାଇ କେଟିକରି ଦେକ୍ଲାବେଲେ, ଏଦେ ଦେକା ! ସେ ବଡ୍ ଚାଚଡା ପାକ୍ନା ଗୁଚିଜାଇରଇଲା ।
4 E, olhando, viram que a pedra já estava removida. É que a pedra era muito grande.
5 ସେବେଲା ସେମନ୍ ସେ ଜାଗା ବିତ୍ରେ ପୁରିକରି ଦେକ୍ଲାବେଲେ ଗଟେକ୍ ବିଜ୍ଲି ପାରା ଜଗ୍ଜଗି ଜାଇତେରଇବା ଦବ୍ ପଚିଆ ପିନ୍ଦିରଇବା ଦାଙ୍ଗ୍ଡା, ଜିସୁର୍ ମଡ୍ ସଙ୍ଗଇରଇଲା ଜାଗାର୍ ଉଜାବାଟେ ବସିରଇଲା । ସେଟା ଦେକି ସେମନ୍ ବେସି ଡରିଜାଇ କାବା ଅଇଗାଲାଇ ।
5 Entrando no túmulo, viram um jovem sentado ao lado direito, vestido de branco, e ficaram atemorizadas.
6 ମାତର୍ ସେ ଲକ୍ ସେମନ୍କେ କଇଲା, “ଡରାନାଇ, ତମେ କୁର୍ସେ ମଲା ନାଜରିତ୍ ଗଡର୍ ଜିସୁ କିରିସ୍ଟକେ କଜ୍ଲାସ୍ନି କି ? ସେ ଇତି ନାଇନି, ଏବେ ମଲାଟାନେଅନି ଉଟ୍ଲା ଆଚେ । ତାର୍ ମଡ୍ ସଙ୍ଗଇଲା ଜାଗା ଦେକା ।” ବଲି କଇଲା ।
6 Ele, porém, lhes disse: — Não tenham medo! Vocês procuram Jesus, o Nazareno, que foi crucificado; ele ressuscitou, não está aqui; vejam o lugar onde o tinham colocado.
7 “ତମେ ଜାଇକରି ତାର୍ ସିସ୍ମନ୍କେ ଆରି ପିତର୍କେ ବାଇଦରେ କୁଆ, ତମେ ଜିବା ଆଗ୍ତୁ ଜିସୁ ଗାଲିଲି ଗଡେ ଗାଲା ଆଚେ । ସେ ତମ୍କେ ଜେନ୍ତି କଇରଇଲା, ସେନ୍ତିସେ ଗାଲିଲି ଗଡେ ତାକେ ଦେକ୍ସା ।” ବଲି କଇଲା ।
7 Mas vão e digam aos discípulos dele e a Pedro que ele vai adiante de vocês para a Galileia; lá vocês o verão, como ele disse.
8 ସେ ମାଇଜିମନ୍ ବେସି କାବା ଅଇଜାଇ, ତର୍ତରି ଜାଇକରି ସେ ଜାଗାଇଅନି ବାରଇକରି ପାଲାଇଲାଇ ଆରି ସେମନ୍ ବେସି ଡରିଜାଇକରି କାକେ ମିସା କାଇବଲି କଅତ୍ନାଇ ।
8 E, saindo elas, fugiram do sepulcro, porque estavam tomadas de temor e assombro. E não contaram nada a ninguém, porque estavam com medo.
9 ଜିସୁ ମଲାଟାନେଅନି ଉଟ୍ଲା ଆଟର୍ ପର୍ତୁମ୍ ଦିନର୍ ସାକାଲେ ଜନ୍ ମାଇଜିଟାନେଅନି ଜିସୁ ସାତ୍ଟା ଡୁମାମନ୍କେ କେଦିରଇଲା, ମଗ୍ଦଲିନି ନାଉଁର୍ ମରିୟମ୍କେ ପର୍ତୁମ୍ ଦେକାଇଅଇଲା ।
9 [Havendo Jesus ressuscitado de manhã cedo no primeiro dia da semana, apareceu primeiro a Maria Madalena, da qual tinha expulsado sete demônios.
10 ସେ ମାଇଜି ତେଇଅନି ଜାଇକରି, ଦୁକ୍ଅଇ କରି କାନ୍ଦ୍ତେ ରଇଲା ଜିସୁର୍ ସିସ୍ମନ୍କେ କଇଲା,
10 E, partindo ela, foi anunciá-lo àqueles que, tendo sido companheiros de Jesus, estavam tristes e choravam.
11 “ଜିସୁ ମଲାତେଇଅନି ଉଟ୍ଲା ଆଚେ ଆରି ମୁଇ ତାକେ ନିଜେ ଦେକିଆଚି ।” ବଲି କଇଲା । ସିସ୍ମନ୍ ତାକେ ମୁଲ୍କେ ବିସ୍ବାସ୍ କରତ୍ ନାଇ ।
11 Estes, ouvindo que ele vivia e que tinha sido visto por ela, não acreditaram.
12 ତାର୍ପଚେ ଦୁଇଟା ସିସ୍ମନ୍ ଗଟେକ୍ ଗାଏଁ ଜିବାବେଲେ ଜିସୁ ସେମନ୍କେ ବିନ୍ ରୁପେ ଦେକାଇଅଇଲା । ସିସ୍ମନ୍ ତାକେ ଚିନି ନାପାର୍ଲାଇ ।
12 Depois disso, Jesus manifestou-se em outra forma a dois deles que estavam a caminho do campo.
13 ସେ ଦୁଇଟା ସିସ୍ମନ୍ ବାଉଡିଆସିକରି ବିନ୍ ସିସ୍ମନ୍କେ ଏ କାତା କଇଲାଇ । ଏନ୍ତି କଇଲେ ମିସା ସିସ୍ମନ୍ ତାକର୍ କାତା ବିସ୍ବାସ୍ କରତ୍ ନାଇ ।
13 E, indo, eles o anunciaram aos demais, mas também a estes dois eles não deram crédito.
14 ତାର୍ପଚେ ଏଗାର୍ଟା ସିସ୍ମନ୍ କାଇବାବେଲେ ଜିସୁ ସେମନ୍କେ ଦେକାଇଅଇଲା । ଜିସୁ ମଲାଟାନେଅନି ଉଟ୍ଲାଟା ଦେକିରଇଲା ଲକ୍ମନ୍ କଇଲା କାତା ବିସ୍ବାସ୍ ନ କରି, ସେମନର୍ ମନ୍ ଆଁଟ୍ କଲାର୍ ଲାଗି ସେମନ୍କେ ଲାଗ୍ଲା ।
14 Finalmente, Jesus apareceu aos onze, quando estavam à mesa, e censurou-lhes a incredulidade e a dureza de coração, porque não deram crédito aos que o tinham visto já ressuscitado.
15 ଜିସୁ ସେମନ୍କେ କଇଲା, “ତମେ ଏ ଦୁନିଆର୍ ଗୁଲାଇବାଟେ ଜାଇକରି ସବୁ ଲକ୍ମନ୍କେ ମର୍ ନିମାନ୍ କାତା କୁଆ ।
15 E disse-lhes:
16 ଜେ ଜେ ଏ ନିମାନ୍ କାତା ବିସ୍ବାସ୍ କରି ଡୁବନ୍ ନେବାଇ, ସେମନ୍ ପାପେଅନି ରକିଆ ପାଇବାଇ, ମାତର୍ ଜେ ଜେ ଏ ନିମାନ୍ କାତା ବିସ୍ବାସ୍ ନ କରତ୍, ପର୍ମେସର୍ ସେମନ୍କେ ଡଣ୍ଡ୍ ଦେଇସି ।
16 Quem crer e for batizado será salvo; quem, porém, não crer será condenado.
17 ଆରି ବିସ୍ବାସି ଲକ୍ମନ୍ ମର୍ ନାଉଁ ଦାରି ଡୁମାମନ୍କେ ବାର୍କରାଇ କେଦିଦେବାଇ ଆରି ନାଜାନିରଇବା ବାସାଇ କାତା ଅଇବାଇ । ଏନ୍ତି ବିସ୍ବାସ୍ କର୍ବା ଲକ୍ମନର୍ଟାନେ ଗଟେକ୍ ଚିନ୍ ପାରା ଅଇସି ।
17 Estes sinais acompanharão aqueles que creem: em meu nome, expulsarão demônios; falarão novas línguas;
18 ସେମନ୍ ନାଜାନିକରି ସାଁପ୍ ଆତେ ଦାର୍ଲେ କି ବିସ୍ କାଇଲେ ନ ମରତ୍ । ଜର୍ଦୁକାର୍ ଲକ୍ମନ୍କେ ଆତ୍ ଚିଇ କରି ପାର୍ତନା କଲେ, ସେଲକ୍ମନ୍ ନିମାନ୍ ଅଇଜିବାଇ” ବଲି କଇଲା ।
18 pegarão em serpentes; e, se beberem alguma coisa mortífera, não lhes fará mal; se impuserem as mãos sobre enfermos, eles ficarão curados.
19 ମାପ୍ରୁ ଜିସୁ ଏ ସବୁ କାତା ସେମନ୍କେ କଇ ସାରାଇଲା ପଚେ, ପର୍ମେସର୍ ତାକେ ସର୍ଗେ ଦାରିଗାଲା ଆରି ପର୍ମେସର୍ ସନ୍ମାନ୍ ଜାଗାଇ ବସ୍ଲା ।
19 De fato, o Senhor Jesus, depois de lhes ter falado, foi recebido no céu e sentou-se à direita de Deus.
20 ତାର୍ପଚେ ତାର୍ ସିସ୍ମନ୍ ଜାଇକରି ଏ ଦୁନିଆର୍ ଗୁଲାଇବାଟେ ମାପ୍ରୁ ଜିସୁର୍ ନିମାନ୍ କାତା କଇଲାଇ ଆରି ମାପ୍ରୁ ତାକର୍ ସଙ୍ଗ୍ ରଇକରି କାବାଅଇଜିବା ବିନ୍ ବିନ୍ କାମ୍ କଲା । ଏନ୍ତାରି ସେମନ୍ କଇବା କାତା ସତ୍ ବଲି ଦେକାଇଦେଲା ।
20 E eles foram e pregaram por toda parte, cooperando com eles o Senhor e confirmando a palavra por meio de sinais, que se seguiam.]
Atalhos do teclado
- Capítulo anterior←
- Próximo capítulo→
- Versículo anteriork
- Próximo versículoj
- Limpar seleçãoEsc
- Esta ajuda?
Estude este capítulo no WhatsApp
Peça à IA da Bíblia Fala para explicar Marcos 16, comparar traduções ou montar um estudo — tudo direto pelo WhatsApp.