Marcos 1
ସତିଅର୍ ବାଟ୍ (DSO) vs AAI
1 ଏଟା ଅଇଲାନି ପର୍ମେସରର୍ ପଅ ଜିସୁ କିରିସ୍ଟର୍ ନିମାନ୍ କବରର୍ ଆରାମ୍ ।
1 Iti i Tur Gewasin ana busurufin i Jesu Keriso God Natun isan.
2 ଏଟା ଏନ୍ତାରି ଆରାମ୍ ଅଇଲା । ଜିସାୟ ବବିସତ୍ବକ୍ତାର୍ ସାସ୍ତରେ ଜେନ୍ତାର୍ ଲେକାଅଇଲା ଆଚେ,
2 Ana tur i dinab orot Isaiah kikirum imaim busuruf eo.
3 ତାର୍ ସର୍ ମରୁବାଲି ବୁଏଁ ଆଉଲିଅଇକରି ସୁନାଇଲାନି
3 Orot ta fanan arar yanamaim eafa’af,
4 ତାର୍ପଚେ ଏ ସବୁ କାତା ପୁରାପୁରୁନ୍ ଅଇଲା, ଜେଡେବେଲେ, ଡୁବନ୍ ଦେଉ ଜଅନ୍ ମରୁବାଲିବୁଏଁ ଆସି ପାପ୍ କେମାର୍ ଲାଗି ବଲି ପାପ୍ଟାନେଅନି ବାଉଡାଇବା ବିସଇ କଇବାର୍ ଦାର୍ଲା । “ତମର୍ ପାପ୍ କେମା ଅଇବାକେ ପାପ୍ଟାନେ ମନ୍ ବାଦ୍ଲାଇ ଡୁବନ୍ ନିଆ । ପର୍ମେସର୍ ତମର୍ ପାପ୍ କେମା କର୍ସି ।”
4 John arar yanane tit na dogor baikitabir bapataito bain, saise God bowabow kakafih notawiyen isan binan.
5 ସେଡ୍କିବେଲେ ଜିଉଦାଦେସର୍ କେତେକ୍ ଲକ୍ ଆରି ଜିରୁସାଲାମ୍ ରାଇଜର୍ ସବୁ ଲକ୍ମନ୍ ବାରଇକରି ଜଅନର୍ କାତା ସୁନୁ ବଲି ଆଇବାର୍ ଦାର୍ଲାଇ । ଆରି ନିଜର୍ ନିଜର୍ ପାପ୍କଲାଟା ମାନିକରି ଜର୍ଦନ୍ ଗାଡେ ତାର୍ତେଇଅନି ଡୁବନ୍ ନେଲାଇ ।
5 Judea bar merar tutufin etei naatu Jerusalem sabuw tutufin etei hitit hin biyan hitit. Hai kakafih hi’e’en naatu Jordan harewamaim bapataito itih.
6 ଜଅନ୍ ଉଟର୍ ଚେଣ୍ଡିସଙ୍ଗ୍ ତିଆର୍ ଅଇଲା ଲୁଗା ପିନ୍ଦି, ପସୁ ଚାମର୍ ଆଁଟାବେଡା ଆଁଟାଇ ବାନ୍ଦି ଅଇତେରଇଲା । ତାର୍ କାଦି ଅଇଲା ଚିଟ୍କା ଆରି ବନର୍ ମୁ ।
6 John ana faifuw i camel bunibunin sakir iyoun, naatu ana kikir i bobaituw ta kanabin e’afuw naiwan kik, ana bay i sisik naatu kutor tafu.
7 ସେ ଜାନାଇକରି କଇବାର୍ ମୁଲିଆଇଲା, “ମର୍ ପଚେ ଗଟେକ୍ ବେସି ବପୁର୍ ଲକ୍ ଆଇସି, ତାର୍ ଗତିଦାଙ୍ଗ୍ଡା ଅଇକରି ତାର୍ ଗଡର୍ ପାଣ୍ଡଇ ବେଟ୍ବାର୍ ମିସା ମର୍ ଅଦିକାର୍ ନାଇ ।
7 Ana tur i iti binan, “Orot ta ayu ufu’umaim enan ana fair i ra’at ayu natabiru, an ana sumasum ayu men karam boro ana kwafure anarufam. John Baptist ebibinan|alt="John the baptist" src="CN01653b.tif" size="col" loc="Mrk 1.7" copy="©1978 David C. Cook Publishing Co." ref="1.7-8"
8 ମୁଇ ତମ୍କେ ପାନିତେଇ ଡୁବନ୍ ଦେଲିନି, ମାତର୍ ସେ ତମ୍କେ ସୁକଲ୍ଆତ୍ମାଇ ଡୁବନ୍ ଦେଇସି ।”
8 Ayu i harewamaim bapataito abit, baise i boro Anun Kakafiyinamaim bapataito nit.”
9 ସେଡ୍କିବେଲେ ଜିସୁ ଗାଲିଲି ଜାଗାର୍ ନାଜରିତ୍ ଗଡେ ଅନି ଆସି ଜର୍ଦନ୍ ଗାଡେ ଡୁବନ୍ ଦେଉ ଜଅନର୍ ଟାନେ ଡୁବନ୍ ନେଲା ।
9 Nati ana veya’amaim tafaram gagamin Galilee wanawanan bar merar Nazarethane Jesu na Jordan harewamaim John bapataito itin.
10 ସେ ପାନିତେଇ ଅନି ବାରଇ ଆଇବାବେଲେ, ସରଗ୍ ଉଗାଡି ଅଇ ପର୍ମେସରର୍ ଆତ୍ମା ପରୁଆ ପାରା ଅଇ ଜିସୁର୍ ଉପ୍ରେ ଉତ୍ରି ଆଇବାଟା ସେ ଦେକ୍ଲା ।
10 Jesu harewane yey ana maramaim, mar botawiy, Anun Kakafiyin mamu imak na’atube re na tafan yey itin.
11 ଆରି ସର୍ଗେଅନି ଗଟେକ୍ ସର୍ ସୁନିଅଇଲା, “ତୁଇ ମର୍ ଆଲାଦର୍ ପିଲା, ତର୍ଟାନେ ମୁଇ ବେସି ସାର୍ଦା ।”
11 Naatu maramaim orot fanan tit eo, “O i ayu Natu, ayu Natu au yabow, o isa ayu abiyasisir.”
12 ସେଦାପ୍ରେ ସୁକଲ୍ ଆତ୍ମା ଜିସୁକେ ମରୁବାଲି ବୁଏଁ ପାଟାଇଲା ।
12 Mar ta’imonamo Anun Kakafiyin iunawiy arar yan tit.
13 ମରୁବାଲି ବୁଏଁ ଚାଲିସ୍ ଦିନ୍ ରଇଲାବେଲେ, ସଇତାନ୍ ତାକେ ପାପ୍କରାଇବାକେ ଚେସ୍ଟା କର୍ତେରଇଲା । ସେ ଜାଗାଇ ବନର୍ ଜଁତ୍ମନ୍ ରଇଲାଇ, ଆରି ସରଗର୍ ଦୁତ୍ମନ୍ ଆସି ତାର୍ ସେବା କର୍ତେରଇଲାଇ ।
13 Veya 40 na’atube imaim ma, Satan routobon itin. Sigarafor yumatah ta ta wanawanahimaim, naatu tounamatar nati’imaim i hina hitatafafar.
14 କେତେଦିନ୍ ଗାଲାପଚେ ଏରଦ୍ରାଜା ଡୁବନ୍ ଦେଉ ଜଅନ୍କେ ବନ୍ଦି ଗରେ ସଙ୍ଗଇଲା ପଚେ ଜିସୁ ଗାଲିଲି ଗାଏଁ ବାଉଡିଆସି, ପର୍ମେସରର୍ ନିମାନ୍ କବର୍ ସୁନାଇବାର୍ ଦାର୍ଲା ।
14 John dibur hiyayari’iy ufunamaim Jesu na Galilee tit, naatu God ana tur gewasin binan eo,
15 “ସମାନ୍ ବେଲା ଆଇଲା, ପର୍ମେସରର୍ ରାଇଜ୍ ଲଗେ କେଟ୍ଲା ଆଚେ । ତମେ ପାପେ ଅନି ମନ୍ ବାଉଡାଇକରି ନିମାନ୍ କାତାଇ ବିସ୍ବାସ୍ କରା ।”
15 “Veya anababatun i na tit, God ana aiwob i na iyubin, bowabow kakafin kwasisinaf i kwanihamiyen kwanamatabir tur gewasin kwanitumitum!”
16 ଜିସୁ ଗାଲିଲି ସମ୍ଦୁର୍ କଣ୍ଡିବାଟେ ଜିବା ବେଲେ ସିମନ୍ ଆରି ତାର୍ ବାଇ ଆନ୍ଦ୍ରିଅକେ ସମ୍ଦୁରେ ବଇଜାଲ୍ ପାକାଇବାଟା ଦେକ୍ଲା, ସେମନ୍ ମାଚ୍ ଦାରୁ କେଉଟ୍ମନ୍ ରଇଲାଇ ।
16 Naatu Jesu harew Galilee kukuf dones yan remor inan, siy bowayah orot rou’ab itih, Simon Peter tain Andrew hairi buwatamaim siy hibowabow.
17 ଜିସୁ ସେମନ୍କେ କଇଲା, “ମର୍ ସଙ୍ଗ୍ ଆସା, ମୁଇ ତମ୍କେ ଲକ୍ମନ୍କେ ପର୍ମେସରର୍ ବାଟେ ଆନ୍ବା ବିସଇ ସିକାଇବି ।”
17 Jesu iuwih eo, “Kwai’ufnunu bairi tan ayu boro ani’obaiyi sabuw kwanabow.”
18 ସେଦାପ୍ରେ ସେମନ୍ ଜାଲ୍ ଚାଡି ଜିସୁର୍ ପଚେ ପଚେ ଗାଲାଇ ।
18 Mar ta’imonamo hai buwat hihamiyen naatu hi’ufunun bairi hin.
19 ପଚେ କଣ୍ଡେକ୍ ଦୁର୍ ଜାଇ ଜେବଦିର୍ ପଅମନ୍ ଜାକୁବ୍ ଆରି ତାର୍ ବାଇ ଜଅନ୍କେ ଡଙ୍ଗାଇ ଜାଲ୍ ସାଜାଡ୍ବାଟା ଦେକ୍ଲା ।
19 In kikiminamo orot rou’ab itih, James tain John hairi, orot Zebedee natunatun, hai wa wanawanan hima hai buwat hiyayabuna.
20 ଜିସୁ ସେମନ୍କେ ଦେକ୍ଲା ଦାପ୍ରେ ଡାକ୍ଲା, ଆରି ସେମନ୍ ତାକର୍ ବାବା ଜେବଦିକେ ଆରି କୁଲିଆର୍ମନ୍କେ ଡଙ୍ଗାଇ ଚାଡି ତାର୍ ସଙ୍ଗ୍ ଗାଲାଇ ।
20 Jesu e’afa’af ana veya hairi matah kabiy himisir tamah Zebedee ana bowabow sabuw bairi wa afe’en hihamiyih hima, i Jesu hi’ufunun bairi hin.
21 ପଚେ ଜିସୁ ଆରି ତାର୍ ସିସ୍ମନ୍ କପର୍ନାଉମେ ଗାଲାଇ, ଆରି ବିସ୍ରାମ୍ବାର୍ କେଟ୍ଲାକେ ସେ ଜିଉଦିମନର୍ ପାର୍ତନା ଗରେ ପୁରି, ଲକ୍ମନ୍କେ ସିକାଇବାର୍ ଦାର୍ଲା ।
21 Jesu ana bai’ufununayah bairi hina tafaram Capernaum hitit, naatu Baiyarir ana veya na Kou’ay Bar run naatu busuruf i’obaiyih eo.
22 ଲକ୍ମନ୍ ତାର୍ ସିକିଆ ସୁନି କାବା ଅଇଗାଲାଇ, ସେ ସାସ୍ତର୍ ସିକାଉପାରା ନ ସିକାଇ, ନିଜର୍ ଅଦିକାର୍ ସଙ୍ଗ୍ ସିକିଆ ଦେଇତେ ରଇଲା ।
22 Sabuw hinonowar hifofofor men kafaita. Anayabin bai’obaiyen bitih ana itinin i roubabaruwen ana fairamaim bi’obaiyih, men Ofafar bai’obaiyenayah na’atube’emih.
23 ସେ ଦାପ୍ରେ ସେମନର୍ ପାର୍ତନା ଗରେ ଗଟେକ୍ ଡୁମା ଦାର୍ଲା ଲକ୍ କିର୍କିରି କରି ଜିସୁକେ କଇଲା,
23 Men yok afiy kakafin orot iwanasum ma’am na Kou’ay Bar run ikirir eo,
24 “ଏ ନାଜରିତ୍ ଗଡର୍ ଜିସୁ, ତୁଇ କାଇକେ ଆମ୍କେ ଅରିଆନ୍ କଲୁସ୍ନି ? ତୁଇ କାଇ ଆମ୍କେ ବିନାସ୍ କର୍ବାକେ ଆଇଲୁସ୍ କି ? ତୁଇ କେ, ସେଟା ମୁଇ ଜାନି, ତୁଇ ଅଇଲୁସ୍ନି ପର୍ମେସରର୍ ସୁକଲ୍ ଲକ୍ ।”
24 “Jesu Nazareth mowan, aki biyai’imaim o abisa sinafumih kukokok? O kukokok aki inagurusi’imih? Ayu aso’ob o i yait, O i God ana Orot Kakafiyin!”
25 ଜିସୁ ଡୁମାକେ ଦମ୍କାଇ କରି କଇଲା, “ଚୁପ୍ ଅ, ଆରି ଏ ଲକର୍ତେଇ ଅନି ବାର୍ଇ ଜା ।”
25 Jesu afiy kakafin kwarar iu, “Awa efot orot biyanamaim kutit!”
26 ସେଡ୍କି ବେଲେ ଡୁମା ତାକେ ମଡିପିଙ୍ଗି ବେସି କିର୍କିରି କରି ତାର୍ଲଗେ ଅନି ବାରଇଗାଲା ।
26 Afiy kakafin orot iyuwiyuw naatu fanan auman bihir tit.
27 ତେବର୍ପାଇ ପାର୍ତନା ଗରେ ରଇବା ସବୁ ଲକ୍ କାବା ଅଇଗାଲାଇ ଆରି ତାକର୍ ତାକର୍ ବିତ୍ରେ କୁଆବଲା ଅଇଲାଇ । “ଏଟା କେନ୍ତାର୍ ? ଏଟାତା ଅଦିକାର୍ ସଙ୍ଗର୍ ନୁଆ ସିକିଆ । ଡୁମା ଆତ୍ମାମନ୍ ମିସା, ସେ ତିଆର୍ଲାଟା ମାନ୍ଲାଇନି ।”
27 Sabuw etei hifofofor men kafaita naatu taiyuwih hibabatiyih hio, “Iti anayabin i abisa? Bai’obaiyen boubun roubabaruwen ana fair auman, anayabin afiy kakafih eo biyunih i fanan tebaib!”
28 ସେଡ୍କିବେଲେ ଜିସୁର୍ କାତା ଗାଲିଲିର୍ ଚାରିବେଡ୍ତିର୍ ଗାଉଁମନ୍କେ କେଟିଗାଲା ।
28 Naatu Jesu ana tur saisewat tasasar tit tafaram Galilee ana uman men sanet hima’am eretei tur hinowar.
29 ତାର୍ ପଚେ ଜିସୁ ଆରି ତାର୍ ସିସ୍ମନ୍ ପାର୍ତନା ଗରେ ଅନି ବାରଇ ଜାକୁବ୍ ଆରି ଜଅନର୍ ସଙ୍ଗ୍ ସିମନ୍ ଆରି ଆନ୍ଦ୍ରିୟର୍ ଗରେ ଗାଲାଇ ।
29 Kou’ay Bar hibihamiy ufunamaim James, John hairi mutufor hin Simon Andrew hairi hai bar hitit.
30 ତେଇ ରଇଲା ଲକ୍ମନ୍ ସିମନର୍ ସାତ୍ରି ଜର୍କେ ସଇରଇଲା ବିସଇ ଜିସୁକେ କଇଲାଇ ।
30 Simon rawan babin sawow biyan fora’ab inu’in Jesu na titit ana veya ana tur hi’owen,
31 ସେଟାର୍ପାଇ ଜିସୁ ଜାଇ ସିମନର୍ ସାତ୍ରିର୍ ଆତେ ଦାରି ଉଟାଇଲା, ସେଦାପ୍ରେ ତାର୍ ଜର୍ ଚାଡିଗାଲା, ଆରି ସେ ଜାଇ ସେମନ୍କେ ସେବା କର୍ବାର୍ ଦାର୍ଲା ।
31 Naatu na biyan tit uman bai ibais misir, nati’imaim sawow ihamiy busuruf bow.
32 ସଞ୍ଜ୍ ବେଲାଇ ବେଲ୍ ବୁଡିଗାଲା ପଚେ, ଲକ୍ମନ୍ ଜରର୍ ଲକ୍ମନ୍କେ ଆରି ଡୁମାଦାରି ରଇବା ସବୁଲକ୍ମନ୍କେ ଜିସୁର୍ ଲଗେ ଆନ୍ବାର୍ ଦାର୍ଲାଇ,
32 Nati rabirab veya re’er auman sabuw sawusawuwih naatu afa demon hitarsumih hima’am hibuwih hina Jesu isan.
33 ଆରି ଗାଉଁର୍ ଲକ୍ମନ୍ ସେ ଗରର୍ ଦୁଆରେ ରୁଣ୍ଡ୍ଲାଇ ।
33 Sabuw nati bar merar hima’am etei hiru’ay nati bar nanamaim,
34 ସେଡ୍କିବେଲେ ସେ ବିନ୍ ବିନ୍ ରକାମର୍ ରଗ୍ ଅଇରଇବା ଜବର୍ ରଗି ଲକ୍ମନ୍କେ ନିମାନ୍ କଲା ଆରି ଜବର୍ ଡୁମାମନ୍କେ ଚାଡାଇଲା, ମାତର୍ ସେ ଡୁମାମନ୍କେ କାତା କଇବାକେ ଦେଏନାଇ । କାଇକେବଇଲେ ଡୁମାମନ୍ ଜିସୁ ପର୍ମେସରର୍ ଟାନେଅନି ଆଇଲାଆଚେ ବଲିକରି ଜାନି ରଇଲାଇ ।
34 Jesu sawow yumatah ta ta hibow hinan etei iyawasih naatu demon moumurih nunih hitit, men ibasit boro demon tihamiyih tur hitao, anayabin i hiso’ob i yait.
35 ଆର୍କର୍ ସାକାଲେ କୁକ୍ଡା ଡାକ୍ ବେଲାଇ ଜିସୁ ଉଟି ଗରେଅନି ବାରଇ ଜାଇ ଗଟେକ୍ କିନରା ରଇବା ଚିମ୍ରା ଜାଗାଇ, ଜାଇ ପାର୍ତନା କର୍ବାର୍ ଦାର୍ଲା ।
35 Mar tomih ana gugumin iu’ufiy auman Jesu misir bar ihamiy tit remor in bar merar gagamin natabir na efan noutanubinamaim tit imaim ma yoyoban.
36 ସେଡ୍କିବେଲେ ସିମନ୍ ଆରି ତାର୍ ସଙ୍ଗର୍ଲକ୍ ତାକେ କଜ୍ବାର୍ ଗାଲାଇ,
36 Baise Simon ana ofonah bairi hitit hinuwih hin.
37 ଜେଡେବଲ୍ ସେମନ୍ ଜିସୁକେ ବେଟ୍ ଅଇଲାଇ, ଆରି କାବାଅଇ ତାକେ କଇଲାଇ, “ସବୁ ଲକ୍ ତମ୍କେ କଜ୍ଲାଇନି ।”
37 Naatu hititita’urih ana veya hi’u, “Sabuw o tenunuwihi.”
38 ସେଡ୍କିବେଲେ ଜିସୁ ସେମନ୍କେ କଇଲା, “ଆସା, ଆମେ ରଇବା ବିନ୍ ବିନ୍ ଗାଉଁମନ୍କେ ଜୁ, କାଇକେବଇଲେ ସେ ଜାଗାମନ୍କେ ମିସା ମୁଇ ପର୍ମେସରର୍ କାତା କଇବି । କାଇକେବଇଲେ ସେଟାର୍ପାଇସେ ମୁଇ ଆଇଲିଆଚି ।”
38 Baise Jesu iyafutih eo, “It tanan bar merar afa iti bar merar gagamin sisibinamaim auman isah anabinan, anayabin nati isan ayu ana.”
39 ଆରି ଗାଲିଲିର୍ ସବୁଟାନେ ବୁଲି ବୁଲି ସେମନର୍ ସବୁ ପାର୍ତନା ଗରେ, ମାପ୍ରୁର୍ କାତା ସୁନାଇଲା, ଆରି ଡୁମା ଦାର୍ଲା ଲକ୍ମନ୍କେ ଚାଡାଇଲା ।
39 Imih Galilee wanawanan etei remor hai Kou’ay Baremaim binan naatu demon kakafih nunih hitit.
40 ସେଡ୍କି ବେଲେ ଗଟେକ୍ ବଡ୍ ରଗି ତାର୍ ଲଗେ ଆସି ମାଣ୍ଡିକଟା ଦେଇ ତାକେ ବାବୁଜିଆ କରି କଇଲା, “ତମେ ଜଦି ମନ୍କଲେ ମକେ ସୁକଲ୍ କରି ପାର୍ସା ।”
40 Orot biyan kokom ani’anin na Jesu nanamaim tit sun yowen baibaisin isan ifefeyan eo, “Inakokok na’at basit iniwa’an anigewasin.”
41 ତେଇ ସେ ତାକେ ଜିବନ୍ ଦୁକାଇଲା ଆରି ଆତ୍ ଲାମାଇ କରି ତାକେ ଚିଇକରି କଇଲା, “ମୁଇ ମନ୍ କଲିନି, ତୁଇ ସୁକଲ୍ ଅ ।”
41 Jesu dogoron wanawanan yababan awan karatan uman ru’atayan naatu biyan butubun eo, “Ayu akokok. Kwigewasin!”
42 ସେଦାପ୍ରେ ବଡ୍ ରଗ୍ ତାର୍ ଲଗେ ଅନି ଦୁର୍ଅଇଲା ଆରି ସେ ସୁକଲ୍ ଅଇଗାଲା ।
42 Mar ta’imonamo orot biyan kokom hihururuwih hire naatu igewasin.
43 ଆରି, ଜିସୁ ସେ ଲକ୍କେ ଡାଟ୍ସଙ୍ଗ୍ ଆଦେସ୍ ଦେଇ ସେଦାପ୍ରେ କଇ ପାଟାଇଲା ।
43 Baise Jesu ana baimatnuwen tur fokarinaka orot iu naatu biyafar eo,
44 “ଜାଗ୍ରତ୍, ମୁଇ ତକେ ସୁକଲ୍ କଲି ବଲି କାକେ ମିସା କ ନାଇ, ମାତର୍ ଜା ଆରି ନିଜେ ପୁଜାରିକେ ଦେକାଇ ଅ ଆରି ମସା ଜନ୍ ଜନ୍ ବିରୁ ପର୍ମେସର୍କେ ଦେବାକେ ଆଦେସ୍ ଦେଲାଆଚେ, ସେ ଇସାବେ ଦେସ୍ । ଏଟାର୍ ଲାଗି ତୁଇ ସୁକଲ୍ ଅଇଜାଇଆଚୁସ୍ ବଲିକରି ପୁଜାରି ସବୁଲକର୍ ମୁଆଟେ ସାକି ଦେଅ ।”
44 “Inanowar men yait ta ana tur ina’owen, baise mutufor inan firis biyan inatit o biya nanutitiy, naatu Moses eo na’atube sibor inayai, saise orot babin matahimaim hinaso’ob o igewasin.”
45 ମାତର୍ ସେଲକ୍ ବାରଇ ଜାଇ ଜିସୁ ସୁକଲ୍ କରିରଇବା କବର୍ ଏତେକ୍ ରାଟୁକରି କଇବୁଲ୍ଲାଇ ଜେ, ଜିସୁ ଲକ୍ମନର୍ ଦେକ୍ତେ ଦେକ୍ତେ କନ୍ ଗାଉଁମନ୍କେ ମିସା ଜାଇ ପୁରି ନାପାର୍ଲା । ମାତର୍ ବାଇରେ ଜାଇ ଚିମ୍ରା ଜାଗାମନ୍କେ ରଇଲା । ଅଇଲେ ମିସା ଲକ୍ମନ୍ ଚାରିଦିଗେ ଅନି ତାର୍ ଲଗେ ଆଇବାର୍ଦାର୍ଲାଇ ।
45 Baise orot tit in busuruf tur bosemor tafaram etei bai. I ana turamaim Jesu men karam boro bebeyan tan bar merar tarun, imih i efan noutanubinamaim ma, baise sabuw efan ta ta i boro’ika hina biyan hititit.
Atalhos do teclado
- Capítulo anterior←
- Próximo capítulo→
- Versículo anteriork
- Próximo versículoj
- Limpar seleçãoEsc
- Esta ajuda?
Estude este capítulo no WhatsApp
Peça à IA da Bíblia Fala para explicar Marcos 1, comparar traduções ou montar um estudo — tudo direto pelo WhatsApp.