Marcos 2
ସତିଅର୍ ବାଟ୍ (DSO) vs BKJ
1 କେତେଦିନ୍ ଗାଲା ପଚେ ଜିସୁ ଆରି ତରେକ୍ କପର୍ନାଉମେ ବାଅଡ୍ଲାକେ, ସେ ଗରେ ଆଚେ ବଲି ଆଲା ଅଇଗାଲା ।
1 E, novamente, ele entrou em Cafarnaum depois de alguns dias, e divulgou-se que ele estava na casa.
2 ସେ ଗରେ ଏତେମାଣ୍ଡ୍ ଲକ୍ ଜମ୍ଲାଇ ଜେ, ଦୁଆରେ ମିସା ଟାନ୍ ଦାରିନାପାର୍ଲା, ଆରି ଜିସୁ ସେମନର୍ ଲଗେ ପର୍ମେସରର୍ ବାକିଅ ସୁନାଇବାର୍ ଦାର୍ଲା ।
2 E imediatamente muitos se reuniram, de modo que não havia lugar para recebê-los, nem mesmo diante da porta; e ele lhes pregava a palavra.
3 ସେଡ୍କି ବେଲେ କେତେକ୍ ଲକ୍ମନ୍ ଗଟେକ୍ ଚେରେଙ୍ଗ୍ ରଗିକେ ବଇକରି ତାର୍ ଲଗେ ଦାରିଆଇଲାଇ । ତାକର୍ ବିତ୍ରେ ଅନି ଚାର୍ଲକ୍ ରଗିକେ ବଇରଇଲାଇ ।
3 E vieram até ele, trazendo um paralítico, que era carregado por quatro.
4 ମାତର୍ ଲକ୍ମନ୍ ଚିପାଟେଲା ଅଇରଇଲାଇକେ, ତାକେ ଜିସୁର୍ ଲଗେ ନେଇ ନାପାର୍ଲାଇ । ନାପାରିକରି, ଜିସୁ ଜନ୍ଟାନେ ରଇଲା, ତେଇର୍ ଚାନି ବଡ୍ଟା କାଣାକରି, ରଗିକେ କଟ୍ ମିସ୍ତେ ତାର୍ ମୁଆଟେ ସିଦା ଉତ୍ରାଇଦେଲାଇ ।
4 E, eles não podendo aproximar-se dele, por causa da multidão, destaparam o telhado onde estava; e, fazendo uma abertura, eles baixaram o leito onde estava deitado o paralítico.
5 ଜିସୁ ସେମନର୍ ବିସ୍ବାସ୍ ଦେକି ଚେରେଙ୍ଗ୍ ରଗିକେ କଇଲା, “ବାବୁରେ ମୁଇ ତର୍ ପାପ୍ କେମା କରିଦେଲି ।”
5 E Jesus vendo a fé deles, disse ao paralítico: Filho, teus pecados estão perdoados.
6 ମାତର୍ ସେ ଗର୍ ବିତ୍ରେ କେତେଟା ସାସ୍ତର୍ ସିକାଇବା ଲକ୍ମନ୍ ବସି ନିଜର୍ ନିଜର୍ ମନ୍ ବିତ୍ରେ ବାବିଅଇତେରଇଲାଇ,
6 Mas estavam ali assentados alguns escribas, que argumentavam em seus corações:
7 “ଏ ଲକ୍ ଚେରେଙ୍ଗ୍ ରଗିକେ ‘ତର୍ ପାପ୍ କେମା କରିଦେଲି ।’ ବଲି କେନ୍ତି କଇପାର୍ଲା ? ଏ ପର୍ମେସର୍କେ ନିନ୍ଦା କର୍ସିଆଚେ, ସେ ଗଟେକ୍ ମାପ୍ରୁକେ ଚାଡିଦେଲେ, ଆରି କେ ମିସା ପାପ୍ କେମା କରି ପାରତ୍ କି ?”
7 Por que fala este homem blasfêmias? Quem pode perdoar pecados, senão Deus?
8 ସେଦାପ୍ରେ ଜିସୁ ସେମନ୍ ମନେ ମନେ ଏନ୍ତାରି ବାବିଅଇଲାଟା, ନିଜର୍ ଆତ୍ମାଇ ଜାନି ସେମନ୍କେ କଇଲା, “ତମେ କାଇକେ ନିଜର୍ ନିଜର୍ ମନେ ଏ ସବୁଜାକ ବାବିଅଇଲାସ୍ନି ?
8 E imediatamente quando Jesus percebeu em seu espírito que argumentavam entre si, disse-lhes: Por que argumentais sobre estas coisas em vossos corações?
9 କନ୍ଟା କର୍ବାଟା ସଅଜ୍ ଅଇଲାନି ? ବାବୁରେ ‘ମୁଇ ତର୍ ପାପ୍ କେମା କରିଦେଲି ।’ ବଲି କଇବାଟା, କି ‘ଉଟ୍ ତର୍ କଟ୍ ବଇ ଇଣ୍ଡିଜା ।’ ବଲ୍ବାଟା ?
9 O que é mais fácil dizer ao paralítico: Teus pecados estão perdoados; ou dizer: Levanta-te, e toma o teu leito, e anda?
10 ମାତର୍ ଗୁଲାଇ ଜଗତର୍ ପାପ୍ କେମା କର୍ବାକେ ପର୍ମେସର୍ ପାଟାଇଲା ନର୍ପିଲା ମର୍ ଅଦିକାର୍ ଆଚେ ବଲି ଏବେ ମୁଇ, ଏ ଲକ୍କେ ନିକ କରି ଦେକାଇବି ।” ସେ ଚେରେଙ୍ଗ୍ ରଗିକେ କଇଲା,
10 Mas para que possas saber que o Filho do homem tem na terra poder para perdoar pecados (ele disse ao paralítico),
11 “ମୁଇ ତକେ କଇଲିନି ଉଟ୍, ତର୍ କଟ୍ ବଇ, ନିଜର୍ ଗରେ ବାରିଜା ।”
11 a ti te digo: Levanta-te, toma o teu leito, e vai pelo teu caminho para a tua casa.
12 ସେଦାପ୍ରେ ସେ ରଗି ଉଟି କଟ୍ ବଇକରି ସବୁ ଲକର୍ ଦେକ୍ତେ ବାରଇ ଗାଲା । ସେବେଲାଇ ସବୁଲକ୍ କାବା ଅଇ ପର୍ମେସରର୍ ମଇମା କରି କରି କଇଲାଇ, “ଆମେ ଏନ୍ତାରିଟା କେବେ ମିସା ଦେକି ନ ରଇଲୁ ।”
12 E, imediatamente, ele se levantou, tomou o leito e saiu à vista de todos; de modo que todos se maravilharam e glorificaram a Deus, dizendo: Nós nunca vimos algo assim!
13 ସେ ଆରିତରେକ୍ ସମ୍ଦୁରର୍ କଣ୍ଡିବାଟେ ବାରଇଗାଲା । ବେସି ଲକ୍ମନ୍ ତାର୍ ଲଗେ ଆଇଲାକେ, ଜିସୁ ସେମନ୍କେ ସିକିଆ ଦେବାର୍ ଦାର୍ଲା ।
13 E ele saiu outra vez para a beira do mar; e toda a multidão ia ter com ele, e ele os ensinava.
14 ଆରି ସେ ଜାଉ ଜାଉ ଆଲ୍ପିଅର୍ ପଅ ଲେବିକେ ରମିୟ ସର୍କାରର୍ ପାଇ ସିସ୍ତୁମାଙ୍ଗୁମନ୍ ମାଙ୍ଗ୍ବା ଜାଗାଇ ବସି ରଇବାଟା ଦେକି ତାକେ କଇଲା, “ମର୍ ସଙ୍ଗ୍ ଆଉ ।” ତେଇଅନି ସେ ତାର୍ ସିସ୍ତୁମାଙ୍ଗୁମନ୍ ମାଙ୍ଗ୍ବାଟା ଚାଡି ଉଟିକରି ଜିସୁର୍ ସଙ୍ଗ୍ ଗାଲା ।
14 E, enquanto ele passava, viu Levi, filho de Alfeu, sentado na coletoria, e disse-lhe: Segue-me. E ele, levantando-se, o seguiu.
15 ପଚେ ଜିସୁ ଲେବିର୍ ଗରେ ଜାଇ କାଇବା ବେଲେ ବେସି ସିସ୍ତୁମାଙ୍ଗ୍ବା ଲକ୍ ଆରି ଜନ୍ ଲକ୍ମନ୍କେ ପାପି ବଲି କଇତେରଇଲାଇ, ତାର୍ ସିସ୍ମନ୍ର୍ ସଙ୍ଗ୍ ମିସି କାଇତେରଇଲାଇ । କାଇକେବଇଲେ ଏନ୍ତାରି ବେସି ଲକ୍ ତାର୍ ସଙ୍ଗ୍ ଜାଇତେ ରଇଲାଇ ।
15 E aconteceu que, quando Jesus reclinou-se para comer em sua casa, muitos publicanos e pecadores reclinaram-se também junto com Jesus e seus discípulos; porquanto eram muitos, e eles o seguiam.
16 ଜିସୁ ପାପି ଆରି ସିସ୍ତୁମାଙ୍ଗୁମନର୍ ସଙ୍ଗ୍ କାଇଲାନି, ଏଟା ଦେକିକରି ପାରୁସି ଦଲର୍ ସାସ୍ତର୍ ସିକାଉମନ୍ ତାର୍ ସିସ୍ମନ୍କେ କଇବାର୍ ଦାର୍ଲାଇ, “ସେ କାଇକେ ସିସ୍ତୁମାଙ୍ଗୁମନର୍ ଆରି ପାପିମନର୍ ସଙ୍ଗ୍ କାଇଲାନି ?”
16 E quando os escribas e fariseus viram-no comendo com publicanos e pecadores, disseram aos seus discípulos: Por que ele come e bebe com publicanos e pecadores?
17 ସେଟା ସୁନି ଜିସୁ ସାସ୍ତର୍ ସିକାଉମନ୍କେ କଇଲା, “ ନିମାନ୍ ଲକ୍ମନର୍ପାଇ ଡାକ୍ଦରର୍ ଲଡା ନାଇ, ମାତର୍ ନିମାନ୍ ନ ରଇଲା ଲକ୍ମନ୍କେ ଲଡା ଆଚେ । ଜେ ନିଜେ ‘ମୁଇ ଦରମ୍ ଲକ୍ ।’ ବଲି ବାବିଅଇବା ଲକର୍ପାଇ ମୁଇ ଆସିନାଇ, ମାତର୍ ପାପିମନ୍କେ ପାପ୍ଟାନେଅନି ବାଉଡାଇବାକେ ଆସିଆଚି ।”
17 E Jesus ouvindo isto, disse-lhes: Os sãos não necessitam de médico, mas os que estão enfermos; eu não vim para chamar os justos, mas os pecadores ao arrependimento.
18 ଡୁବନ୍ ଦେଉ ଜଅନର୍ ସିସ୍ମନ୍ ଆରି ପାରୁସିମନ୍ ଉପାସ୍ କର୍ତେ ରଇଲାଇ । ସେବେଲାଇ କେତେଲକ୍ ଆସି ଜିସୁକେ କଇଲାଇ, “ଡୁବନ୍ ଦେଉ ଜଅନର୍ ସିସ୍ମନ୍ ଆରି ପାରୁସିମନର୍ ସିସ୍ମନ୍ ଉପାସ୍ କର୍ବାଇ, ମାତର୍ ତର୍ ସିସ୍ମନ୍ କାଇକେ ଉପାସ୍ ନ କରତ୍ ?”
18 E os discípulos de João e os fariseus jejuavam; e vieram e disseram-lhe: Por que jejuam os discípulos de João e os dos fariseus, mas os teus discípulos não jejuam?
19 ଜିସୁ ସେମନ୍କେ କଇଲା, “ବଜିଟାନେ ବିବା ଦାଙ୍ଗ୍ଡା ରଇବା ଜାକ ବିବା ଦାଙ୍ଗ୍ଡାର୍ ସଙ୍ଗ୍ ରଇବା ଦାଙ୍ଗ୍ଡାମନ୍ ଉପାସେ ରଇବାଇ କି ? ନାଇ ନ ରଅତ୍ । ବିବା ଦାଙ୍ଗ୍ଡା ଜେଡେବେଲାଜାକ ରଇସି, ସେ ବେଲାଜାକ ସେମନ୍ ଉପାସେ ନ ରଅତ୍ ।
19 E respondeu-lhes Jesus: Podem os convidados do noivo jejuar enquanto o noivo está com eles? Enquanto eles têm consigo o noivo, não podem jejuar.
20 ମାତର୍ ବେଲା ଆଇସି, ଜେଡେବେଲେ ଲକ୍ମନ୍ ଆସି ତାକର୍ ଲଗେ ଅନି ବିବା ଦାଙ୍ଗ୍ଡାକେ ଦାରିଜିବାଇ, ସେଦିନେ ସେମନ୍ ଉପାସ୍ କର୍ବାଇ ।
20 Mas dias virão em que lhes será tirado o noivo, e então hão de jejuar naqueles dias.
21 “କେ ନୁଆ ଲୁଗାର୍ ଗର୍ଣ୍ଡା ପୁର୍ନା ଲୁଗାଇ ନ ସିଲାଏ, ସିଲାଇଲେ ନୁଆ ଗର୍ଣ୍ଡା ପୁର୍ନା ଲୁଗାକେ ଅଦିକ୍ ଚିରି ପାକାଇସି, ଆରି ଅଦିକ୍ ବଡ୍ଟା କାଣା କରିଦେଇସି ।
21 Nenhum homem põe um pedaço de pano novo em roupa velha, do contrário o remendo novo rompe o velho, e faz-se maior o rasgo.
22 ଆରି କେ ନୁଆ ଅଙ୍ଗୁର୍ ରସ୍ ପୁର୍ନା ଚାମ୍ ସଙ୍ଗ୍ ତିଆର୍ କଲା ମୁନାଇ ନ ସଙ୍ଗଅତ୍, ସଙ୍ଗଇଲେ ସେ ଅଙ୍ଗୁର୍ ରସ୍ ଆରି ଚାମ୍ ମୁନା ନସିଜାଇସି । ନାଇ ନୁଆ ଅଙ୍ଗୁର୍ ରସ୍ ନୁଆ ଚାମ୍ ମୁନାଇ ସଙ୍ଗଇବାର୍ ଆଚେ ।” ଚାମ୍ ସଙ୍ଗେ ତିଆର୍ ଅଇରଇବା ମୁନା|alt="Wineskin bag" src="lb00145c.tif" size="col" copy="Horace Knowles ©" ref="୨:୨୨"
22 E nenhum homem põe vinho novo em odres velhos; do contrário o vinho novo rompe os odres, e o vinho se derrama, e os odres se perdem; mas vinho novo deve ser colocado dentro de odres novos.
23 ଜିସୁ ତରେକ୍ ବିସ୍ରାମ୍ବାରେ ତାସ୍ ରଇବା କେତ୍ ବାଟେ ଜାଇତେ ରଇଲା, ଆରି ଜିବାବେଲେ ତାର୍ ସିସ୍ମନ୍ ଦାନ୍ କେଡ୍ ଚିଡାଇତେ ଗାଲାଇ ।
23 E aconteceu que ele passou entre os campos de trigo no dia do shabat; e os seus discípulos começaram, enquanto eles iam, a arrancar espigas de trigo.
24 ସେ ଜାଗାଇ ରଇବା ପାରୁସିମନ୍ ଜିସୁକେ କଇଲାଇ, “ଦେକ୍ ବିସ୍ରାମ୍ବାରେ ଜନ୍ଟା କର୍ବାର୍ ଆମର୍ ବିଦି ନଏଁ । ତର୍ ସିସ୍ମନ୍ କାଇକେ ସେଟା କଲାଇନି ?”
24 E os fariseus lhe disseram: Vê, por que eles estão fazendo no dia do shabat o que não é lícito?
25 ଜିସୁ ସେମନ୍କେ କଇଲା, “ଆମର୍ ଡାକ୍ପୁଟା ଆନିଦାଦି ଦାଉଦର୍ ଅବାବ୍ ବେଲେ, ସେ ଆରି ତାର୍ ସଙ୍ଗ୍ର୍ ଲକ୍ମନ୍ ବୁକେ ରଇଲାଇ, ସେଡ୍କିବେଲେ ସେ କାଇଟା କରି ରଇଲା, ସେଟା କାଇ ତମେ କେବେ ପଡାସ୍ ନାଇ କି ?
25 Mas ele disse-lhes: Nunca lestes o que fez Davi, quando teve necessidade e estava faminto, ele e os que com ele estavam?
26 ବଡ୍ ପୁଜାରି ଅବିୟାତର୍ ବେଲେ ସେ କେନ୍ତି ପର୍ମେସରର୍ ମନ୍ଦିରେ ପୁରିକରି ମାପ୍ରୁକେ ସର୍ପିଦେଲା ଜନ୍ ଦର୍ସନି ରୁଟି, ପୁଜାରିମନ୍କେ ଚାଡିଦେଲେ ଆରି କେ ମିସା କାଇବାର୍ ବିଦି ନଏଁ, ସେଟା ସେ କାଇଲା, ଆରି ସେ ରୁଟି ନିଜର୍ ସଙ୍ଗର୍ ଲକ୍ମନ୍କେ ମିସା ବାଟାକରି ଦେଇରଇଲା ।”
26 Como entrou na casa de Deus, nos dias de Abiatar, sumo sacerdote, e comeu os pães da proposição, dos quais não era lícito comer senão aos sacerdotes, e deu também aos que com ele estavam?
27 ଜିସୁ ସେମନ୍କେ କଇଲା, “ ବିସ୍ରାମ୍ବାର୍ ଲକ୍ମନର୍ ସାଇଜର୍ପାଇ ଅଇଲା ଆଚେ, ସେଟା ଲକ୍ମନ୍କେ ବିଜାର୍ କର୍ବାକେ ଅଏନାଇ ।
27 E disse-lhes: O shabat foi feito para o homem, e não o homem para o shabat.
28 ତେବର୍ପାଇ ପର୍ମେସର୍ ପାଟାଇଲା ନର୍ପିଲା ମୁଇ ବିସ୍ରାମ୍ବାରେ ଲକ୍ମନ୍ କାଇଟା କର୍ବାର୍ ଆଚେ, କାଇଟା କର୍ବାର୍ ନାଇ, ସେଟା କଇବାର୍ ମର୍ ଅଦିକାର୍ ଆଚେ ।”
28 Portanto o Filho do homem é Senhor também do shabat.
Atalhos do teclado
- Capítulo anterior←
- Próximo capítulo→
- Versículo anteriork
- Próximo versículoj
- Limpar seleçãoEsc
- Esta ajuda?
Estude este capítulo no WhatsApp
Peça à IA da Bíblia Fala para explicar Marcos 2, comparar traduções ou montar um estudo — tudo direto pelo WhatsApp.