Mateus 1
ସତିଅର୍ ବାଟ୍ (DSO) vs NVI
1 ଏଟା ଅଇଲାନି ଜିସୁକିରିସ୍ଟର୍ ଆନିଦାଦିମନର୍ ନାଉଁ ତାଲିକା । ସେ ଦାଉଦ୍ ବଁସର୍ ରଇଲା ଆରି ଦାଉଦ୍ ଅବ୍ରାଆମ୍ ବଁସର୍ ରଇଲା ।
1 Registro da genealogia de Jesus Cristo, filho de Davi, filho de Abraão:
2 ଅବ୍ରାଅମର୍ ପଅ ଇସାକ୍, ଇସାକର୍ ପଅ ଜାକୁବ୍, ଜାକୁବର୍ ପଅ ଜିଉଦା ଆରି ତାର୍ ବାଇମନ୍ ।
2 Abraão gerou Isaque; Isaque gerou Jacó; Jacó gerou Judá e seus irmãos;
3 ଜିଉଦା ପେରସ୍ ଆରି ଜେରଅର୍ ବାବା ରଇଲା, ତାକର୍ ମାଆ ଅଇଲାନି ତାମର୍ । ପେରସର୍ ପଅ ଏସ୍ରନ୍ ।
3 Judá gerou Perez e Zerá, cuja mãe foi Tamar; Perez gerou Esrom; Esrom gerou Arão;
4 ଏସ୍ରନର୍ ପଅ ଆରାମ୍, ଆରାମର୍ ପଅ ଅମିନାଦବ୍ ଅମିନାଦବର୍ ପଅ ନଅସନ୍, ନଅସନର୍ ପିଲା ସଲ୍ମନ୍
4 Arão gerou Aminadabe; Aminadabe gerou Naassom; Naassom gerou Salmom;
5 ସଲ୍ମନର୍ ପଅର୍ ନାଉଁ ବୟଜ୍, ବୟଜର୍ ମାଆ ରାଅବ୍ । ବୟଜର୍ ପଅର୍ ନାଉଁ ଅବେଦ୍ ଆରି ଅବେଦର୍ ମାଆର୍ ନାଉଁ ରୁତ୍ । ଅବେଦର୍ ପଅ ଜସୟ,
5 Salmom gerou Boaz, cuja mãe foi Raabe; Boaz gerou Obede, cuja mãe foi Rute; Obede gerou Jessé;
6 ଦାଉଦ୍ ରାଜାର୍ ସାସନ୍ ବେଲେ ଅନି ଜେଡେବଲ୍ ଇସ୍ରାଏଲ୍ ଲକ୍ମନ୍କେ ବାବିଲନ୍ ଦେସେ ବାନ୍ଦି ନେଇରଇଲା ଜାକ ସେତ୍କି ଆନିଦାଦିମନର୍ ତାଲିକା ଆଚେ । ଜସୟର୍ ପଅ ଦାଉଦ୍ ରାଜା । ଉରିୟର୍ ମାଇଜିର୍ ପେଟେ ଅନି ସଲ୍ମନ୍କେ ଜନମ୍ ଦେଲା,
6 e Jessé gerou o rei Davi. Davi gerou Salomão, cuja mãe tinha sido mulher de Urias;
7 ସଲମନର୍ ପଅ ରିଅବିୟାମ୍ ରିଅବିୟାମର୍ ପଅ ଅବିୟ ।
7 Salomão gerou Roboão; Roboão gerou Abias; Abias gerou Asa;
8 ଅବିୟର୍ ପଅ ଆସା, ଆସାର୍ ପଅ ଜିଅସାପଟ୍, ଜିଅସାପଟର୍ ପଅ ଜରାମ୍, ଜରାମର୍ ପଅ ଉଜିୟ ।
8 Asa gerou Josafá; Josafá gerou Jorão; Jorão gerou Uzias;
9 ଉଜିୟର୍ ପଅ ଜତାମ୍, ଜତାମର୍ ପଅ ଆଅସ୍, ଆଅସର୍ ପଅ ଇଜକିୟ ।
9 Uzias gerou Jotão; Jotão gerou Acaz; Acaz gerou Ezequias;
10 ଇଜକିୟର୍ ପଅ ମନସେଅ, ମନସେଅର୍ ପଅ ଆମନ୍, ଆମନର୍ ପଅ ଜସିୟ ।
10 Ezequias gerou Manassés; Manassés gerou Amom; Amom gerou Josias;
11 ଜସିୟ ବାବିଲନ୍ ନଅରେ ବାସା ଅଇରଇଲା ବେଲେ, ଜିକନିୟ ଆରି ତାର୍ ବାଇମନ୍ ଜନମ୍ ଅଇଲାଇ ।
11 e Josias gerou Jeconias e seus irmãos, no tempo do exílio na Babilônia.
12 ବାବିଲନେ ବନ୍ଦିଅଇ ସାର୍ଲା ପଚେଅନି ଜିସୁର୍ ଜନମ୍ ଜାକ ଏତ୍କି ଆନିଦାଦିମନର୍ ତାଲିକା ଆଚେ । ଜିକନିୟ ବାବିଲନେ ବାସାଅଇରଇଲା ବେଲେ, ସଲ୍ଟିଏଲ୍ ଜନମ୍ ଅଇଲା, ସଲ୍ଟିଏଲର୍ ପଅ ଜିରୁବାବେଲ୍,
12 Depois do exílio na Babilônia: Jeconias gerou Salatiel; Salatiel gerou Zorobabel;
13 ଜିରୁବାବେଲର୍ ପଅ ଅବିଉଦ୍, ଅବିଉଦର୍ ପଅ ଏଲିୟାକିମ୍, ଏଲିୟାକିମର୍ ପଅ ଅଜୁର୍ ।
13 Zorobabel gerou Abiúde; Abiúde gerou Eliaquim; Eliaquim gerou Azor;
14 ଅଜୁର୍ ପଅ ସାଦକ୍, ସାଦକର୍ ପଅ ଆକିମ୍, ଜାକିନର୍ ପଅ ଏଲିଉଦ୍, ଏଲିଉଦର୍ ପଅ ଏଲାଜାର୍, ଏଲାଜାରର୍ ପଅ ମତ୍ତାନ୍ ।
14 Azor gerou Sadoque; Sadoque gerou Aquim; Aquim gerou Eliúde;
15 ମତ୍ତାନର୍ ପଅ ଜାକୁବ୍, ଜାକୁବର୍ ପଅ ଜସେପ୍ ।
15 Eliúde gerou Eleazar; Eleazar gerou Matã; Matã gerou Jacó;
16 ଏ ଜସେପ୍ ମରିୟମ୍କେ ବିବା ଅଇରଇଲା । ମରିୟମର୍ ପେଟେଅନି ଜିସୁ ଜନମ୍ ଅଇରଇଲା । ଜିସୁ କିରିସ୍ଟକେ ମସିଅ ବଲି ମିସା ନାଉଁ ଆଚେ ।
16 e Jacó gerou José, marido de Maria, da qual nasceu Jesus, que é chamado Cristo.
17 ଏନ୍ତାରି ଅବ୍ରାଆମର୍ତେଇ ଅନି ଦାଉଦ୍ ରାଜାର୍ ଜାକ ଚଉଦ ଉତାର୍, ଦାଉଦର୍ତେଇ ଅନି ବାବିଲନ୍ ବନ୍ଦିରଇଲା ଜାକ ଚଉଦ ଉତାର୍, ଆରି ବାବିଲନେ ବନ୍ଦିଅଇରଇଲା ବେଲେଅନି ଜିସୁକିରିସ୍ଟର୍ ଜନମ୍ ଜାକ ଚଉଦ ଉତାର୍ ।
17 Assim, ao todo houve catorze gerações de Abraão a Davi, catorze de Davi até o exílio na Babilônia e catorze do exílio até o Cristo.
18 ଏଟା ଅଇଲାନି ଜିସୁ କିରିସ୍ଟର୍ ଜନମ୍ ବିସଇ । ଜିସୁର୍ ମା ମରିୟମର୍ ସଙ୍ଗ୍ ଜସେପ୍ ନାଉଁର୍ ଗଟେକ୍ ଦାଙ୍ଗ୍ଡାର୍ ପାଇ ବିବା ମାଙ୍ଗ୍ନି ଅଇରଇଲା । ମାତର୍ ସେମନର୍ ବିବା ନ ଅଇତେ ସୁକଲ୍ ଆତ୍ମାଇ ଅନି ଗାଗ୍ଡେ ଅଇରଇବାଟା ମରିୟମ୍ ଜାନିପାର୍ଲା ।
18 Foi assim o nascimento de Jesus Cristo: Maria, sua mãe, estava prometida em casamento a José, mas, antes que se unissem, achou-se grávida pelo Espírito Santo.
19 ଜସେପ୍ ଗଟେକ୍ ଦରମ୍ ଲକ୍ ରଇଲା ଆରି ସବୁବେଲେ ସତ୍ କାମ୍ କର୍ତେରଇଲା । ଆରି ମରିୟମ୍କେ ଲକ୍ମନର୍ ଟାନେ ନିନ୍ଦା କାତା ସୁନାଇବାକେ ମନ୍ ନ କର୍ତେ ରଇଲା । ସେଟାର୍ପାଇ କେ ନାଜାନ୍ତେ ତାର୍ ବିବା ମାଙ୍ଗ୍ନି ପିଟାଇଦେବାକେ ଉପାଇ ପାଁଚ୍ତେ ରଇଲା ।
19 Por ser José, seu marido, um homem justo, e não querendo expô-la à desonra pública, pretendia anular o casamento secretamente.
20 ସେ ଏନ୍ତି ଉପାଇ ପାଁଚ୍ଲା ବେଲେ, ଜସେପ୍କେ ଗଟେକ୍ ପର୍ମେସରର୍ ଦୁତ୍ ସପ୍ନେ ଦେକାଇ ଅଇ କଇଲା, ଏ ଦାଉଦର୍ ନାତିର୍ ତିତି ଜସେପ୍, ଡର୍ନାଇ । ମରିୟମ୍କେ ମାଇଜି କରି ସଙ୍ଗଅ । କାଇକେବଇଲେ ସୁକଲ୍ ଆତ୍ମାଇ ଅନି ସେ ଗାଗ୍ଡେ ଅଇଲାଆଚେ ।
20 Mas, depois de ter pensado nisso, apareceu-lhe um anjo do Senhor em sonho e disse: "José, filho de Davi, não tema receber Maria como sua esposa, pois o que nela foi gerado procede do Espírito Santo.
21 ତାର୍ଟାନେଅନି ଗଟେକ୍ ପିଲା ଜନମ୍ ଅଇସି, ତମେ ତାକେ ଜିସୁ ବଲି ନାଉଁ ଦିଆସ୍, କାଇକେବଇଲେ ସେ ତାର୍ ଲକ୍ମନ୍କେ ସେମନର୍ ପାପେଅନି ଉଦାର୍ କର୍ସି ।
21 Ela dará à luz um filho, e você deverá dar-lhe o nome de Jesus, porque ele salvará o seu povo dos seus pecados".
22 ଆଇବା ଦିନ୍ମନ୍କେ କାଇଟା ଅଇସି ବଲି, ପର୍ମେସର୍ ଗଟେକ୍ ବବିସତ୍ବକ୍ତାକେ ପାଟାଇ ଜନ୍ କାତା ସୁନାଇରଇଲା, ସେଟା ପୁରାପୁରୁନ୍ ଅଇବାକେ ଏ ସବୁ ଅଇଲା ।
22 Tudo isso aconteceu para que se cumprisse o que o Senhor dissera pelo profeta:
23 ଗଟେକ୍ ଦାଙ୍ଗ୍ଡି ଗାଗ୍ଡେ ଅଇ ପିଲା ଜନମ୍ କର୍ସି, ଆରି ସେ ପିଲା ଲକ୍ମନର୍ ଟାନେ ଇମାନୁଏଲ୍ ବଲି ନାମାଇ ଅଇସି, ଏ ନାଉଁର୍ ଅରତ୍ ଅଇଲାନି, ପର୍ମେସର୍ ଆମର୍ ସଙ୍ଗ୍ ଆଚେ ।
23 "A virgem ficará grávida e dará à luz um filho, e lhe chamarão Emanuel" que significa "Deus conosco".
24 ଜସେପ୍ ସଇଲା ଟାନେଅନି ଉଟି, ପର୍ମେସରର୍ ଦୁତ୍ ଜେନ୍ତି କଇରଇଲା, ସେନ୍ତି କଲା । ମରିୟମ୍କେ ବିବା ଅଇଲା ।
24 Ao acordar, José fez o que o anjo do Senhor lhe tinha ordenado e recebeu Maria como sua esposa.
25 ମାତର୍ ସେ ପିଲା ଜନମ୍ ନ ଅଇବା ଜାକ ମରିୟମ୍ ସଙ୍ଗ୍ ସୁଆବସା କରେନାଇ । ଜସେପ୍ ସେ ପିଲାକେ ଜିସୁ ବଲି ନାଉଁ ଦେଲା ।
25 Mas não teve relações com ela enquanto ela não deu à luz um filho. E ele lhe pôs o nome de Jesus.
Atalhos do teclado
- Capítulo anterior←
- Próximo capítulo→
- Versículo anteriork
- Próximo versículoj
- Limpar seleçãoEsc
- Esta ajuda?
Estude este capítulo no WhatsApp
Peça à IA da Bíblia Fala para explicar Mateus 1, comparar traduções ou montar um estudo — tudo direto pelo WhatsApp.