Mateus 22
ସତିଅର୍ ବାଟ୍ (DSO) vs VC
1 ଜିସୁ ଆରିତରେକ୍ ଉଦାଅରଣ୍ ଦେଇ ଲକ୍ମନ୍କେ ସିକିଆ ଦେଲା ।
1 Jesus tornou a falar-lhes por meio de parábolas:
2 ପର୍ମେସରର୍ ସରଗ୍ ରାଇଜ୍ ଏନ୍ତାରି । ତରେକ୍ ଗଟେକ୍ ରାଜା ତାର୍ ପିଲାର୍ପାଇ ବଜି କରାଇଲା ।
2 The kingdom of the heavens has become like a king who made a wedding feast for his son,
3 ଜନ୍ ଲକ୍ମନ୍କେ ବିବା ବଜିଟାନେ କବର୍ ଦେଇରଇଲା, ସେମନ୍କେ ଡାକିଆନ୍ବାକେ ଦାଙ୍ଗ୍ଡାମନ୍କେ ପାଟାଇଲା । ମାତର୍ ସେମନ୍ ନିଚ୍ଲାଇ ।
3 and sent his bondmen to call the persons invited to the wedding feast, and they would not come.
4 ବିବାଟାନେ ଗାଗଡ୍ ଚେଲିମନ୍କେ ମାରି ବଜି ଅଇଲା ଆଚେ । ଦାପ୍ରେ ଆସା ବଲି ରାଜା ଆରି ତରେକ୍ ବିନ୍ ଦାଙ୍ଗ୍ଡାମନ୍କେ କଇପାଟାଇଲା ।
4 Again he sent other bondmen, saying, Say to the persons invited, Behold, I have prepared my dinner; my oxen and my fatted beasts are killed, and all things ready; come to the wedding feast.
5 ମାତର୍ କବର୍ ପାଇରଇଲା ଲକ୍ମନ୍ ଏ କାତା ନ ମାନିକରି ନିଜର୍ ନିଜର୍ ପାଇଟି କର୍ବାର୍ ଦାର୍ଲାଇ । କେତେ ଲକ୍ ବାରଇକରି ପଦାଇ ଉଟିଗାଲାଇ । ଆରି କେତେକ୍ ଲକ୍ ତାକର୍ ଦୁକାନେ ଉଟିଗାଲାଇ ।
5 But they made light of it, and went, one to his own land, and another to his commerce.
6 ଆରି କେତେ ଲକ୍ ରାଜାର୍ ଦାଙ୍ଗ୍ଡାମନ୍କେ ଦାରି ମାରି ମରାଇଲାଇ ।
6 And the rest, laying hold of his bondmen, ill-treated and slew {them}.
7 ରାଜା ରିସାଅଇଜାଇ କରି ସଇନମନ୍କେ ପାଟାଇଲା । ସଇନମନ୍ ଜାଇକରି ସେ ମାରୁମନ୍କେ ମରାଇ ପାକାଇଲାଇ ଆରି ସେମନ୍ ରଇଲା ସଅର୍ ପଡାଇ ପାକାଇଲାଇ ।
7 And {when} the king {heard of it he} was wroth, and having sent his forces, destroyed those murderers and burned their city.
8 ତାର୍ ପଚେ ରାଜା ଗତିଦାଙ୍ଗ୍ଡାମନ୍କେ ଡାକି କଇଲା, ବିବା ବଜିର୍ ରାନ୍ଦାବାଡା ସାର୍ଲାବେ ମାତର୍ ମୁଇ କବର୍ ଦେଇରଇଲା ଲକ୍ମନ୍ ଏ ବଜି କାଇବାକେ ବାଗ୍ ନାଇ ।
8 Then he says to his bondmen, The wedding feast is ready, but those invited were not worthy;
9 ଏବେ ତମେ ଜାଇକରି ଗାଉଁପାଲିର୍ ଗୁଡା ଆରି ପୁଟ୍ମନ୍କେ, ଜେତ୍କି ଲକ୍କେ ବେଟ୍ ଅଇସା ସେ ସବୁ ଲକ୍ମନ୍କେ ଆମର୍ ବଜିଟାନେ ଡାକିଆନା ।
9 go therefore into the thoroughfares of the highways, and as many as ye shall find invite to the wedding feast.
10 ତେବେ ଦାଙ୍ଗ୍ଡାମନ୍ ଲଗର୍ ପାକର୍ ଗାଉଁମନ୍କେ ବୁଲି ନିକ ଲକ୍ ଅଅତ୍ କି ବାନିଆ ଲକ୍ ଅଅତ୍ ଜେତ୍କି ଲକ୍କେ ବେଟ୍ ଅଇଲାଇ, ସବୁକେ ଡାକି ଆନ୍ଲାଇ । ଆରି ବିବା ଗରେ ଲକ୍ମନ୍ ମାଣ୍ଡାଚୁଣ୍ଡା ଅଇଗାଲାଇ ।
10 And those bondmen went out into the highways, and brought together all as many as they found, both evil and good; and the wedding feast was furnished with guests.
11 ପଚେ ରାଜା ଡାକାଇଲା ଲକ୍ମନ୍କେ ଦେକ୍ବାର୍ ଆଇଲା । ସେ ଲକ୍ମନର୍ ବିତ୍ରେ ଅନି ଗଟେକ୍ ଲକ୍ ତିଆର୍ପିଆର୍ ନ ଅଇକରି ନିକଟା ପିନ୍ଦି ନ ଆସିରଇଲାଟା ରାଜା ଦେକ୍ଲା ।
11 And the king, having gone in to see the guests, beheld there a man not clothed with a wedding garment.
12 ରାଜା ତାର୍ ଲଗେ ଜାଇ ପାଚାର୍ଲା, “ମଇତର୍, ତୁଇ ତିଆର୍ ପିଆର୍ ନ ଅଇତେ କେନ୍ତି ଏ ବଜିଟାନେ ଆଇଲୁସ୍” ସେ ଲକ୍ ଚିମ୍ରା ଅଇଦେଲା ।
12 And he says to him, {My} friend, how camest thou in here not having on a wedding garment? But he was speechless.
13 ରାଜା ଦାଙ୍ଗ୍ଡାମନ୍କେ କଇଲା, “ତାର୍ ଆତ୍ ଗଡ୍ ବାନ୍ଦି ବାଇରେ ନେଇ ଆନ୍ଦାରେ ପିଙ୍ଗିଦିଆସ୍ । ତେଇ ସେ ଦାଁତ୍ମୁଣ୍ଡ୍ କାତ୍ରିଅଇ କାନ୍ଦି କାନ୍ଦି ରଅ ।”
13 Then said the king to the servants, Bind him feet and hands, and take him away, and cast him out into the outer darkness: there shall be the weeping and the gnashing of teeth.
14 ଜିସୁ କାତାନି କଇସାରାଇ କଇଲା, ବେସି ଲକ୍କେ ଡାକ୍ବାଇ, ମାତର୍ ଉନାଲକ୍କେ ବାଚ୍ବାଇ ।
14 For many are called ones, but few chosen ones.
15 କେତେଟା ପାରୁସିମନ୍ ଜାଇକରି ଜିସୁକେ ପର୍ସନ୍ ପାଚାରି ପାନ୍ଦେ ପାକାଉଁ ବଲି ବାବ୍ଲାଇ ।
15 — ausente —
16 ସେମନ୍ ତାକର୍ କେତେଟା ସିସ୍ମନ୍କେ ଆରି ଏରଦର୍ ଦଲେଅନି କେତେଟା ଲକ୍ମନ୍କେ ଜିସୁର୍ ଲଗେ ପାଟାଇଲାଇ । ଏମନ୍ ଆସି ଜିସୁକେ ପାଚାର୍ଲାଇ, “ଗୁରୁ, ତମେ ସତ୍ କଇସା ଆରି ପର୍ମେସରର୍ ସତ୍ ବିସଇ ସିକିଆ ଦେବାଟା ଆମେ ଜାନୁ । ତମେ ମୁନୁସ୍ମନର୍ ମର୍ଜିତାକେ କାତୁର୍ କରାସ୍ ନାଇ । ଲକ୍ମନ୍ କାଇ ବଲି ବାବ୍ବାଇ ବଲି ଚିନ୍ତା କରାସ୍ ନାଇ ।
16 And they send out to him their disciples with the Herodians, saying, Teacher, we know that thou art true and teachest the way of God in truth, and carest not for any one, for thou regardest not men's person;
17 ତେବେ କଇଦେକା ପନି, ଏ ବିସଇ ତମେ କାଇବଲି କଇଲାସ୍ନି ? ରମିୟ ସର୍କାର୍କେ ସିସ୍ତୁ ଦେବାଟା ଆମର୍ ଦରମ୍ ସାସ୍ତରର୍ ଇସାବେ ଟିକ୍ କି ନାଇ ?”
17 tell us therefore what thou thinkest: Is it lawful to give tribute to Caesar, or not?
18 ମାତର୍ ଜିସୁ ସେମନର୍ କୁଟ୍କାତା ଜାନି କରି କଇଲା, “ଏ କୁଟିଆଲ୍ମନ୍, କାଇକେ ମକେ ପାନ୍ଦେ ପାକାଇବାକେ ଚେସ୍ଟା କଲାସ୍ନି ?
18 But Jesus, knowing their wickedness, said, Why tempt ye me, hypocrites?
19 ଜନ୍ ଅଦ୍ଲି ଡାବୁ ସିସ୍ତୁ ଦେଲାସ୍ନି, ତେଇଅନି ଗଟେକ୍ ଆନିକରି ମକେ ଦେକାଆ ।” ସେମନ୍ ଗଟେକ୍ ଅଦ୍ଲି ଆନି ତାକେ ଦେଲାଇ ।
19 Shew me the money of the tribute. And they presented to him a denarius.
20 ଜିସୁ ସେମନ୍କେ ପାଚାର୍ଲା “ଏ ଅଦ୍ଲି ଡାବୁଟାନେ କାର୍ ମୁଉ ଆରି ନାଉଁ ଆଚେ ?”
20 And he says to them, Whose {is} this image and superscription?
21 ସେମନ୍ କଇଲାଇ, “ରମିୟ ରାଜାର୍ ମୁଉ ଆରି ନାଉଁ ଆଚେ ।” ଜିସୁ ସେମନ୍କେ କଇଲା, “ତେବେ ଜନ୍ଟା ରମିୟ ରାଜାର୍ଟା, ସେଟା ତାକେ ଦିଆସ୍ ଆରି ଜନ୍ଟା ପରମେସରର୍ଟା, ସେଟା ପରମେସର୍କେ ଦିଆସ୍ ।”
21 They say to him, Caesar's. Then he says to them, Pay then what is Caesar's to Caesar, and what is God's to God.
22 ଏ କାତା ସୁନି ସେମନ୍ କାବାଅଇଗାଲାଇ ଆରି ତେଇଅନି ଉଟିଗାଲାଇ ।
22 And when they heard {him}, they wondered, and left him, and went away.
23 ସେ ଦିନେ ସାଦୁକି ଦଲର୍ କେତେ ଲକ୍ ଜିସୁର୍ ଲଗେ ଆଇଲାଇ । ସାଦୁକିମନ୍ ମରିଗାଲେ ଆରି ତରେକ୍ ଉଟି ନଏଁ ବଲି ବିସ୍ବାସ୍ କର୍ତେ ରଇଲାଇ ।
23 — ausente —
24 ସେମନ୍ ଜିସୁକେ ପାଚାର୍ଲାଇ, “ଏ ଗୁରୁ, ଜଦି ଗଟେକ୍ ଲକ୍ ପିଲାଟକି ନ ଅଇତେ ମରିଜାଇସି, ତେବେ ମରିଜାଉର୍ ବାଇ ସେ ରାଣ୍ଡି ମାଇଜିକେ ସଙ୍ଗଇସି । ଆରି ତାକର୍ ଟାନେଅନି ଅଇଲା ପିଲାଜିଲା ସେ ମଲା ଲକର୍ପାଇ ଅଇସି ବଲି ମସା ନିୟମ୍ କଲା ଆଚେ ।
24 saying, Teacher, Moses said, If any one die, not having children, his brother shall marry his wife and shall raise up seed to his brother.
25 ଗଟେକ୍ କାତା ସୁନା । ଇତି ଆମର୍ ବିତ୍ରେ ସାତ୍ବାଇ ରଇଲାଇ । ବଡ୍ ବାଇ ପିଲାଜିଲା ନ ଅଇତେ ମରିଗାଲାଜେ ତାର୍ ପିଟିର୍ ବାଇ ତାର୍ ବଉକେ ସଙ୍ଗଇଲା ।
25 Now there were with us seven brethren; and the first having married died, and not having seed, left his wife to his brother.
26 ମାତର୍ ବଡ୍ମଜିଆ, ମଜିଆ, ସାନ୍ମଜିଆ ଏନ୍ତି ଅଇକରି ସାରାସାରି ସାନର୍ ଦସା ମିସା ଏନ୍ତି ଅଇଲା ।
26 In like manner also the second and the third, unto the seven.
27 ସାରାସାରି ପଚେ ସେ ମାଇଜି ମିସା ମରିଗାଲା ।
27 And last of all the woman also died.
28 ଜେବେ ମଲା ଲକ୍ମନର୍ ଉଟ୍ବା ଦିନ୍ ଆଇସି, ତେବେ ଏ ମାଇଜି କାର୍ ମାଇଜି ଅଇସି ? ସବୁ ଲକ୍ସେ ତାକେ ସଙ୍ଗଇ ରଇଲାଇ ।”
28 In the resurrection therefore of which of the seven shall she be wife, for all had her?
29 ଜିସୁ ସେମନ୍କେ କଇଲା, “ତମେ କେତେକ୍ ବୁଲ୍ ବିସଇ ବାବ୍ବା ଲକ୍ମନ୍ ! ଦରମ୍ ସାସ୍ତରେ ପର୍ମେସରର୍ ବପୁ ବିସଇ ସମାନ୍ ଇସାବେ ଚିନ୍ତା କରାସ୍ ନାଇଜେ, ତମେ ଏ କାତା ପାଚାର୍ଲାସ୍ନି ।”
29 And Jesus answering said to them, Ye err, not knowing the scriptures nor the power of God.
30 ମରିକରି ଉଟ୍ଲା ପଚେ, ମଲା ଲକ୍ମନ୍ ସରଗର୍ ଦୁତ୍ମନର୍ ପାରା ଅଇଜିବାଇ । ସେମନ୍ ଆରି ବିବା ନ ଅଅତ୍ କି ନ କରତ୍ ।
30 For in the resurrection they neither marry nor are given in marriage, but are as angels of God in heaven.
31 ମଲା ଲକ୍ମନ୍ ଆରି ତରେକ୍ ଉଟ୍ବା ବିସଇ, ପରମେସର୍ ଜନ୍ଟା କଇଲା ଆଚେ, ତମେ କାଇ ସାସ୍ତରେ କେବେ ପଡାସ୍ ନାଇ କି ?
31 Quanto à ressurreição dos mortos, não lestes o que Deus vos disse:
32 ପର୍ମେସର୍ କଇଲା ଆଚେ “ଆମେ ଅବ୍ରାଆମର୍, ଇସାକର୍ ଆରି ଜାକୁବର୍ ମାପ୍ରୁ ।”
32 Eu sou o Deus de Abraão, o Deus de Isaac e o Deus de Jacó {Ex 3,6}? Ora, ele não é Deus dos mortos, mas Deus dos vivos.
33 ଲକ୍ମନ୍ ଜିସୁର୍ ସିକାଇବାଟା ସୁନିକରି କାବାଅଇଗାଲାଇ ।
33 E, ouvindo esta doutrina, as turbas se enchiam de grande admiração.
34 ଜିସୁ ସାଦୁକିମନ୍କେ ଚୁପ୍କରାଇ ରଇବାଟା ଜାନିକରି ପାରୁସିମନ୍ ସବୁଲକ୍ ଗଟେକ୍ ଅଇ ତାର୍ ଲଗେ ଆଇଲାଇ ।
34 Sabendo os fariseus que Jesus reduzira ao silêncio os saduceus, reuniram-se
35 ଆରି ସେମନର୍ ବିତ୍ରେଅନି ଗଟେକ୍ ନିୟମ୍ ସିକାଇବା ଦରମ୍ ଗୁରୁ ଜିସୁକେ ପାନ୍ଦେ ପାକାଇବାକେ ଗଟେକ୍ ପର୍ସନ୍ ପାଚାର୍ଲା ।
35 e um deles, doutor da lei, fez-lhe esta pergunta para pô-lo à prova:
36 “ଏ ଗୁରୁ ମସାର୍ ଦରମ୍ ସାସ୍ତରର୍ ନିୟମ୍ ଇସାବେ ସବୁଟାନେଅନି କନ୍ ଆଦେସ୍ ମୁକିଅ ?”
36 Mestre, qual é o maior mandamento da lei?
37 ଜିସୁ ତାକେ କଇଲା, “ତମର୍ ମାପ୍ରୁ, ପରମେସର୍କେ ପୁରାପୁରୁନ୍ ମନ୍ଦେଇ, ପୁରାପୁରୁନ୍ ଜିବନ୍ ଦେଇ, ପୁରାପୁରୁନ୍ ଚିନ୍ତା ସଙ୍ଗ୍ ତାକେ ମାନା ଆରି ଆଲାଦ୍ କରା ।
37 Respondeu Jesus: Amarás o Senhor teu Deus de todo teu coração, de toda tua alma e de todo teu espírito {Dt 6,5}.
38 ଏଟା ଅଇଲାନି ସବୁର୍ଟାନେଅନି ଆଗତୁ ଆରି ମୁକିଅ ଆଦେସ୍ ।”
38 Este é o maior e o primeiro mandamento.
39 ତାର୍ ପଚର୍ ମୁକିଅ ଆଦେସ୍ ଅଇଲାନି, ତମର୍ ଲଗର୍ ପାକର୍ ଗରର୍ ଲକ୍ମନ୍କେ ନିଜ୍କେ ଆଲାଦ୍ କଲା ପାରା ଆଲାଦ୍ କରା ।
39 E o segundo, semelhante a este, é: Amarás teu próximo como a ti mesmo {Lv 19,18}.
40 ଏ ଦୁଇଟା ଆଦେସ୍ ଆକା ମସା କରିରଇବା ସବୁ ରିତିନିତି ଆରି ବବିସତ୍ବକ୍ତାମନର୍ ସିକିଆ ଜାନାଇଲାନି ।
40 Nesses dois mandamentos se resumem toda a lei e os profetas.
41 କେତେଟା ପାରୁସିମନ୍ ଜିସୁର୍ ଲଗେ ରଇଲା ବେଲେ, ଜିସୁ ସେମନ୍କେ ପାଚାର୍ଲା ।
41 Como os fariseus se agrupassem, Jesus interrogou-os:
42 “ କିରିସ୍ଟ ମସିଅର୍ ବିସଇ, ତମେ କାଇଟା ବାବ୍ଲାସ୍ନି ? ସେ କାର୍ ପଅ ?”
42 Que pensais vós de Cristo? De quem é filho? Responderam: De Davi!
43 ଜିସୁ ପାଚାର୍ଲା, “ସେନ୍ତାର୍ ଆଲେ ଦାଉଦ୍ ମସିଅକେ ‘ମର୍ ମାପ୍ରୁ !’ ବଲି କାଇକେ ଜାନାଇ ଆଚେ ?” କାଇକେବଇଲେ ଆତ୍ମା ଚାଲ୍ନା ଦେଲାକେ, ସେ ଲେକିଆଚେ,
43 Como então, prosseguiu Jesus, Davi, falando sob inspiração do Espírito, chama-o Senhor, dizendo:
44 ପର୍ମେସର୍ ମର୍ ମାପ୍ରୁକେ କଇଲା,
44 O Senhor disse a meu Senhor: Senta-te à minha direita, até que eu ponha teus inimigos por escabelo dos teus pés {Sl 109,1}?
45 “ଜଦି ଦାଉଦ୍ ମସିଅକେ ‘ମର୍ ମାପ୍ରୁ’ ବଲି ନାମି ଆଚେ, ତେବେ ମସିଅ କେନ୍ତି ତାର୍ ପଅ ଅଇପାର୍ସି ?”
45 Se, pois, Davi o chama Senhor, como é ele seu filho?
46 ଜିସୁକେ ଇତିର୍ ଉତର୍ କେ ମିସା ଦେଇ ନାପାର୍ଲାଇ । ସେ ଦିନେଅନି, ଆରି ତାକେ କେ ମିସା କାଇ ପର୍ସନ୍ ପାଚାର୍ବାକେ ସାଆସ୍ କରତ୍ ନାଇ ।
46 Ninguém pôde responder-lhe nada. E, depois daquele dia, ninguém mais ousou interrogá-lo.
Atalhos do teclado
- Capítulo anterior←
- Próximo capítulo→
- Versículo anteriork
- Próximo versículoj
- Limpar seleçãoEsc
- Esta ajuda?
Estude este capítulo no WhatsApp
Peça à IA da Bíblia Fala para explicar Mateus 22, comparar traduções ou montar um estudo — tudo direto pelo WhatsApp.