Mateus 9
ସତିଅର୍ ବାଟ୍ (DSO) vs NAA
1 ଜିସୁ ଡଙ୍ଗାଇ ବସି ଗାଡ୍ ସେପାଟେ ରଇଲା ନିଜର୍ ଗଡେ ବାଉଡି ଗାଲା ।
1 Entrando num barco, Jesus passou para o outro lado do mar e foi para a sua própria cidade.
2 ଆରି ତେଇ ଲକ୍ମନ୍ ଗଟେକ୍ ଚେରେଙ୍ଗ୍ ରଗିକେ ବଇକରି ତାର୍ ଲଗେ ଆନ୍ଲାଇ । ଚେରେଙ୍ଗ୍ ରଗି ଅଚ୍ନାଇ ସଇରଇଲା । ସେ ଲକ୍ମନର୍ ବିସ୍ବାସ୍ ଦେକି ରଗିକେ କଇଲା, “ସାଆସ୍ ଦାର୍, ତର୍ ସବୁ ପାପ୍ କେମା ଅଇଗାଲା ।”
2 E eis que lhe trouxeram um paralítico deitado num leito. Jesus, vendo a fé que eles tinham, disse ao paralítico:
3 ଏ କାତା ସୁନି କେତେଟା ସାସ୍ତର୍ ସିକାଉମନ୍ ତାକର୍ ତାକର୍ ବିତ୍ରେ କାତା ଅଇଲାଇ, “ଏ ଲକ୍ କାଇକେ ପର୍ମେସରର୍ ନିନ୍ଦା କଲାନି ?”
3 Mas alguns escribas diziam entre si: — Ele está blasfemando.
4 ଜିସୁ ତାକର୍ ମନର୍ ଚିନ୍ତା ଜାନି କଇଲା, “ତମେ ନିଜର୍ ନିଜର୍ ମନେ କାଇକେ କାରାପ୍ ଚିନ୍ତା କଲାସ୍ନି ?
4 Jesus, porém, conhecendo os pensamentos deles, disse:
5 'ତମର୍ ପାପ୍ସବୁ କେମା ଅଇଗାଲା ବଲି କଇବାଟା ସଅଜ୍ କି 'ଉଟିକରି, ଇଣ୍ଡିଜା ବଲି କଇବାଟା ଅଦିକ୍ ସଅଜ୍ ?
5 Pois o que é mais fácil? Dizer: “Os seus pecados estão perdoados”, ou dizer: “Levante-se e ande”?
6 ମାତର୍ ଜଗତର୍ ପାପ୍ କେମା କର୍ବାକେ ନର୍ପିଲା, ମର୍ ଅଦିକାର୍ ଆଚେ, ମୁଇ ଏଟା ତମର୍ ମୁଆଟେ ଦେକାଇବି ।” ତାର୍ ପଚେ ଜିସୁ ଚେରେଙ୍ଗ୍ ରଗିକେ କଇଲା, “ଉଟ୍, ନିଜର୍ ଟାଟି ଦାରି ଗରେ ଉଟିଜା ।”
6 Mas isto é para que vocês saibam que o Filho do Homem tem autoridade sobre a terra para perdoar pecados. Então disse ao paralítico:
7 ଆରି ସେ ଲକ୍ ଉଟିକରି ଗରେ ବାରିଗାଲା ।
7 E o homem se levantou e voltou para casa.
8 ଲକ୍ମନ୍ ସେଟା ଦେକି କାବା ଅଇଜାଇ ଡରିଗାଲାଇ । ମାତର୍ ନର୍ ଲକ୍କେ ଏନ୍ତାରି ଅଦିକାର୍ ଦେଲାର୍ ପାଇ ପର୍ମେସର୍କେ ଡାକ୍ପୁଟା କଲାଇ ।
8 Vendo isto, as multidões, possuídas de temor, deram glória a Deus, que tinha dado tal autoridade aos homens.
9 ଜିସୁ ତେଇଅନି ଉଟି ଜିବାବେଲେ ମାତିଉ ନାଉଁର୍ ଗଟେକ୍ ସିସ୍ତୁ ମାଙ୍ଗୁକେ, ତାର୍ ସିସ୍ତୁମାଙ୍ଗୁମନ୍ ମାଙ୍ଗ୍ବା ଜାଗାଇ ବସିରଇଲାଟା ଦେକି କଇଲା, “ମର୍ ସଙ୍ଗ୍ ଆଉ ।” ମାତିଉ ସିସ୍ତୁମାଙ୍ଗୁମନ୍ ମାଙ୍ଗ୍ବା ଜାଗାଇଅନି ଉଟି ଜିସୁର୍ ସଙ୍ଗ୍ ଗାଲା ।
9 Quando Jesus saiu dali, viu um homem chamado Mateus sentado na coletoria e lhe disse: Ele se levantou e o seguiu.
10 ଜିସୁ ମାତିଉର୍ ଗରେ କାଇବାବେଲେ ବେସି ସିସ୍ତୁମାଙ୍ଗୁମନ୍, ଆରି ପାପି ଲକ୍ମନ୍ ତେଇ ଜିସୁ ଆରି ତାର୍ ସିସ୍ମନ୍ର୍ ସଙ୍ଗ୍ ବସି କାଇତେ ରଇଲାଇ ।
10 Estando Jesus à mesa, na casa de Mateus, muitos publicanos e pecadores vieram e tomaram lugares com Jesus e os seus discípulos.
11 ଏଟା ଦେକି ପାରୁସି ଲକ୍ମନ୍ ଜିସୁର୍ ସିସ୍ମନ୍କେ ପାଚାର୍ଲାଇ, “କାଇକେ ତମର୍ ଗୁୁରୁ ସିସ୍ତୁମାଙ୍ଗୁମନର୍ ସଙ୍ଗ୍ ଆରି ପାପି ଲକ୍ମନର୍ ସଙ୍ଗ୍ ବସି କାଇଲାନି ?”
11 Vendo isto, os fariseus perguntavam aos discípulos de Jesus: — Por que o Mestre de vocês come com os publicanos e pecadores?
12 ଜିସୁ କଇଲା, “ନିକ ରଇଲା ଲକର୍ ପାଇ ଡାକ୍ଦର୍ ଲଡା ନାଇ । ମାତର୍ ଜର୍ଦୁକାର୍ ଲକ୍ମନର୍ ପାଇ ଡାକ୍ଦର୍ ଲଡା ଆଚେ ।
12 Mas Jesus, ouvindo, disse:
13 ସାସ୍ତରେ ଲେକାଅଇଆଚେ, 'ମୁଇ ପସୁ ପୁଜ୍ବା ବିରୁଟାନେଅନି, ଲକ୍ମନ୍କେ ଦୟା ଦେକାଇବାଟା ମନ୍ କଲିନି। ଏ କାତାର୍ ଅରତ୍ କାଇଟା ? ଜାଇକରି ବୁଜ୍ବାକେ ଚେସ୍ଟା କରା । ମୁଇ ଦରମ୍ ଲକ୍ମନ୍କେ ଡାକ୍ବାକେ ଆସି ନାଇ, ପାପିମନ୍କେ ଡାକ୍ବାର୍ ଆସିଆଚି ।”
13 Vão e aprendam o que significa: “Quero misericórdia, e não sacrifício.” Pois não vim chamar justos, e sim pecadores.
14 ତାର୍ ପଚେ ଦିନେକ୍ ଡୁବନ୍ ଦେଉ ଜଅନର୍ ସିସ୍ମନ୍ ଜିସୁର୍ ଲଗେ ଆସି ପାଚାର୍ଲାଇ, “ଆମେ ଆରି ପାରୁସିମନ୍ ବେସି ତର୍ ଲାକା ଉପାସ୍ କଲୁନି, ମାତର୍ ତମର୍ ସିସ୍ମନ୍ କାଇଜେ ଉପାସ୍ କରତ୍ ନାଇ ?”
14 Vieram, depois, os discípulos de João e perguntaram a Jesus: — Por que nós e os fariseus jejuamos muitas vezes, mas os seus discípulos não jejuam?
15 ଜିସୁ ସେମନ୍କେ କଇଲା, “ବିବା ଦାଙ୍ଗ୍ଡା ଜେଡେବେଲେ ଜାକ ଦାଙ୍ଗ୍ଡାମନର୍ ସଙ୍ଗ୍ ବିବାଗରେ ରଇସି, ସେ ଦିନ୍ ଜାକ ସଙ୍ଗର୍ ଦାଙ୍ଗ୍ଡାମନ୍ ଦୁକ୍ ନ କରତ୍ । ମାତର୍ ଜେଡେବଲ୍ ବିବା ଅଇବା ଦାଙ୍ଗ୍ଡାକେ ସଙ୍ଗର୍ଦାଙ୍ଗ୍ଡାମନର୍ଟାନେଅନି ଦାରିଜିବାଇ, ସେମନ୍ ଦୁକ୍ କରି ଉପାସ୍ କର୍ବାଇ ।”
15 Jesus respondeu:
16 କେ ମିସା ପୁର୍ନା ଲୁଗା କାଣା ଅଇଲାଟାନେ, ନୁଆ ଲୁଗାର୍ ଗର୍ଣ୍ଡା ନ ସିଲାଅତ୍, କାଇକେ ବଇଲେ ନୁଆ ଗର୍ଣ୍ଡା ପୁର୍ନା ଲୁଗାକେ ବେସି ଚିରି ଦେଇସି ।
16 Ninguém põe remendo de pano novo em roupa velha; porque o remendo tira um pedaço da roupa, e o buraco fica ainda maior.
17 ଆରି, କେ ମିସା ନୁଆ ଅଙ୍ଗୁର୍ ରସ୍, ଚାମ୍ ସଙ୍ଗ୍ ତିଆର୍ ଅଇଲା ପୁର୍ନା ମୁନାଇ ବେସି ଦିନ୍ ନ ସଙ୍ଗଅତ୍, ସଙ୍ଗଇଲେ ମୁନା ପାଟିଜାଇସି ଆରି ରସ୍ ଚିଡ୍ତେ ଡାଲି ଅଇଜାଇସି । ସେଟାର୍ ପାଇ ନୁଆ ରସ୍ ନୁଆ ମୁନାଇ ସଙ୍ଗଇବାଇ । ଏନ୍ତି ସଙ୍ଗଇଲେ ମୁନା ଆରି ରସ୍ ଦୁଇଟା ଜାକ ନସ୍ଟ ନ ଅଏ ।
17 Nem se põe vinho novo em odres velhos, porque, se alguém fizer isso, os odres se rompem, o vinho se derrama, e os odres se perdem. Mas põe-se vinho novo em odres novos, e ambos se conservam.
18 ଜିସୁ ସେମନ୍କେ ଏ ସବୁ କାତା କଇଲା ବେଲେ, ଦେକା ଗଟେକ୍ ଜିଉଦିମନର୍ ପାର୍ତନା ଗରର୍ ନେତା ଜିସୁର୍ ଲଗେ ଆସି ମାଣ୍ଡିକୁଟା ଦେଇ କଇଲା, “ମର୍ ଟକି ଏବେସେ ମରିଗାଲା ଆଚେ, ମାତର୍ ତୁଇ ଆସି ତାର୍ ଉପ୍ରେ ଆତ୍ ସଙ୍ଗଇଲେ ସେ ବଁଚ୍ସି ।”
18 Enquanto Jesus lhes dizia estas coisas, eis que um chefe da sinagoga, aproximando-se, o adorou e disse: — Minha filha morreu agora mesmo; mas venha impor a mão sobre ela, e ela viverá.
19 ଜିସୁ ଦାପ୍ରେ ଉଟିକରି ତାର୍ ସିସ୍ମନର୍ ସଙ୍ଗ୍ ଗାଲା ।
19 E Jesus se levantou e o seguiu, juntamente com os seus discípulos.
20 ତେଇ ଗଟେକ୍ ମାଇଜି ଜିସୁର୍ ପଚ୍ବାଟେ ଆଇଲା । ତାକେ ବାର ବରସ୍ ଜାକ ବନି ଜାଇତେ ରଇବା ରଗ୍ ଅଇରଇଲା । ସେ ମାଇଜି ପଚେ ଜାଇ ଜିସୁର୍ ଲୁଗା ଚିଇଲା ।
20 E eis que uma mulher, que durante doze anos vinha sofrendo de uma hemorragia, veio por trás de Jesus e tocou na borda da capa dele.
21 ସେ ମନେ ମନେ ବାବ୍ଲା ମୁଇ ତାର୍ ପିନ୍ଦ୍ଲାଟା ଚିଇଲେ ନିମାନ୍ ଅଇଜିବି ।
21 Porque dizia consigo mesma: “Se eu apenas tocar na capa dele, ficarei curada.”
22 ମାତର୍ ଜିସୁ ପାସ୍ଲି କରି ତାକେ ଦେକି କଇଲା, “ଏ ନୁନି, ଡର୍ନାଇ ସାଆସ୍ ଦାର୍, ତର୍ ବିସ୍ବାସ୍ ତକେ ନିମାନ୍ କରିଆଚେ ।” ଏତ୍କି କଇଲା ଦାପ୍ରେ ସେ ମାଇଜି ନିମାନ୍ ଅଇଗାଲା ।
22 Então Jesus, voltando-se e vendo-a, disse: E, desde aquele instante, a mulher ficou sã.
23 ତାର୍ ପଚେ ଜିସୁ ଜିଉଦିମନର୍ ପାର୍ତନା ଗରର୍ ମୁକିଆର୍ ଗରେ କେଟ୍ଲା । ତେଇ ଦନ୍କର୍ବାକେ ଆସି ରଇଲା ଲକ୍ମନ୍, ଆରି ବାଜ୍ନିଆମନ୍ କାନ୍ଦାବୁବା ଅଇବାଟା ଦେକି,
23 Tendo Jesus chegado à casa do chefe e vendo os tocadores de flauta e o povo em alvoroço, disse:
24 ଜିସୁ କଇଲା, “ସବୁ ଲକ୍ ଇତିଅନି ବାରଇଜା । ଏ ଟକିତା ମରେନାଇ, ସଇଆଚେ ।” ତାର୍ କାତା ସୁନି ତେଇ ରଇଲା ଲକ୍ମନ୍ ତାକେ କିଜାଇବାର୍ ଦାର୍ଲାଇ ।
24 — Saiam daqui! Porque a menina não está morta, mas dorme. E riam-se dele.
25 ମାତର୍ ଲକ୍ମନ୍କେ ବାର୍କଲା ପଚେ ଜିସୁ ବାକ୍ରାଇ ଜାଇ ଟକିର୍ ଆତେ ଦାରି ତାକେ ଉଟାଇଲା । ଟକି ଦାପ୍ରେ ଉଟିକରି ଟିଆଅଇଲା ।
25 Mas, quando o povo tinha sido colocado para fora, Jesus entrou, tomou a menina pela mão, e ela se levantou.
26 ଏ ଗଟ୍ନାର୍ କବର୍ ସେ ଜାଗାର୍ ଗୁଲାଇ ବାଟର୍ ଲକ୍ ସୁନ୍ଲାଇ ।
26 E a notícia deste acontecimento se espalhou por toda aquela terra.
27 ଜିସୁ ସେ ଜାଗାଇଅନି ବାରଇ ଜିବାବେଲେ ଦୁଇଟା କାଣା, ତାର୍ ପଚେ ପଚେ ଇଣ୍ଡି ଆଇଲାଇ । ସେମନ୍ ଆଉଲି ଅଇକରି କଇବାର୍ ଦାର୍ଲାଇ । “ଏ ଦାଉଦ୍ ରାଜାର୍ ପଅ ! ଆମ୍କେ ଦୟା କରା ।”
27 Saindo Jesus dali, dois cegos o seguiram, gritando: — Tenha compaixão de nós, Filho de Davi!
28 ଜିସୁ ଗଟେକ୍ ଗରେ ଗାଲା ଆରି କାଣାମନ୍ ମିସା ତାର୍ ପଚ୍ ପଚ୍ ପୁର୍ଲାଇ । ପୁର୍ଲାକେ ଜିସୁ ସେମନ୍କେ ପାଚାର୍ଲା, “ମୁଇ ତମର୍ ଆଁକି ନିକ କରି ପାର୍ବି ବଲି ତମେ ବିସ୍ବାସ୍ କଲାସ୍ନି କି ?” ସେମନ୍ କଇଲାଇ “ଉଁ ମାପ୍ରୁ ।”
28 Quando ele entrou em casa, os cegos se aproximaram, e Jesus lhes perguntou: Eles responderam: — Sim, Senhor!
29 ତାର୍ ପଚେ ଜିସୁ ସେମନର୍ ଆଁକି ଚିଇକରି କଇଲା, “ମକେ ବିସ୍ବାସ୍ କଲାର୍ ଲାଗି ତମର୍ ଆଁକି ଡିସ ।”
29 Então Jesus tocou nos olhos deles, dizendo:
30 ଜିସୁ କଇଲା ଦାପ୍ରେ କାଣାମନ୍ ଆଁକି ଦେକିପାର୍ଲାଇ । ଆରି ଜିସୁ, ସେମନ୍କେ ଡାଟ୍କରି, “ଏ ବିସଇ କାକେ ମିସା କୁଆ ନାଇ ।” ବଲି କଇଲା ।
30 E os olhos deles se abriram. Jesus, porém, os advertiu severamente, dizendo:
31 ମାତର୍ ସେମନ୍ ବାରଇ ଜାଇ ଜିସୁର୍ ଏ କରିରଇବାଟା ଗୁଲାଇ ଦେସେ ଜାନାଇଲାଇ ।
31 Eles, porém, saíram e espalharam a notícia a respeito de Jesus por toda aquela terra.
32 ଜିସୁ ଆରି ତାର୍ ସିସ୍ମନ୍ ସେ ଗରେଅନି ବାରଇ ଗାଲାବେଲେ କେତେଟା ଲକ୍ମନ୍ ଗଟେକ୍ ଗୁଲା ଲକ୍କେ ତାର୍ ଲଗେ ଆନ୍ଲାଇ । ତାକେ ଡୁମାଦାରିରଇଲାକେ ସେ ଗୁଲା ଅଇଜାଇରଇଲା ।
32 Quando eles saíram, eis que trouxeram a Jesus um mudo endemoniado.
33 ଜିସୁ ଡୁମାକେ ସେ ଲକର୍ତେଇଅନି କେଦ୍ଲା ପଚେ ସେ କାତାଅଇବାର୍ ଦାର୍ଲା । ଆରି ତେଇ ରଇଲା ଲକ୍ମନ୍ କାବାଅଇଜାଇ କଇଲାଇ । “ଇସ୍ରାଏଲ୍ ଦେସେ ଏନ୍ତାରି ଗଟ୍ନା ଆମେ କେବେ ଦେକି ନ ରଇଲୁ ।”
33 E, assim que o demônio foi expulso, o mudo passou a falar. E as multidões se admiravam, dizendo: — Jamais se viu tal coisa em Israel!
34 ମାତର୍ ପାରୁସିମନ୍ କଇଲାଇ, “ସେ ଡୁମାମନର୍ ନେତାର୍ ବପୁ ସଙ୍ଗ୍ ବିନ୍ ଡୁମାମନ୍କେ କେଦ୍ଲାନି ।”
34 Mas os fariseus diziam: — Ele expulsa os demônios pelo poder do maioral dos demônios.
35 ଜିସୁ ଗାଉଁ ଗାଉଁ ବୁଲି ବୁଲି ଜିଉଦିମନର୍ ପାର୍ତନା ଗର୍ମନ୍କେ ଜାଇ ସିକାଇ ଦେଇତେ ରଇଲା । ଆରି ପର୍ମେସରର୍ ରାଇଜର୍ ନିମାନ୍ କାତା କଇତେରଇଲା । ବିନ୍ ବିନ୍ ଜର୍ ଆରି ରଗ୍ ଦାର୍ଲା ଲକ୍ମନ୍କେ ସବୁ ନିକ କରିଦେଲା ଆରି ପାର୍ତନା ଗରେ ସିକିଆ ଦେଲା ।
35 E Jesus percorria todas as cidades e aldeias, ensinando nas sinagogas, pregando o evangelho do Reino e curando todo tipo de doenças e enfermidades.
36 ଆରି ତେଇ ରଇଲା ଜବର୍ ଲକ୍ମନ୍କେ ଦେକିକରି ସେ ଦୟା କଲା । କାଇକେ ବଇଲେ ସେମନ୍ ବେସି ତାକିଜାଇରଇଲା ଆରି ସାଇଜ ପାଇବାକେ କନ୍ ବାଟେ ଜିବାର୍ ଆଚେ, ଜାନିନାପାର୍ତେ ରଇଲାଇ । ସେମନ୍ ଗଉଡ୍ ନଇଲା ମେଣ୍ଡାରାସି ପାରା ଅଇଜାଇରଇଲାଇ ।
36 Ao ver as multidões, Jesus se compadeceu delas, porque estavam aflitas e exaustas como ovelhas que não têm pastor.
37 ସେଡ୍କିବେଲେ ସେ ସିସ୍ମନ୍କେ କଇଲା, “ତାସ୍ ସିନା ବୁତେକ୍ । ମାତର୍ ସେଟା କାଟ୍ବାକେ, ଲକ୍ମନ୍ ଉନା ଆଚତ୍ ।
37 Então Jesus disse aos seus discípulos:
38 ତେବର୍ପାଇ ‘କେତ୍ ରଇଲା ପଦାଇ କାଟ୍ବାକେ ବେସି ଲକ୍କେ ପାଟାଆ’ ବଲି ତାସ୍ କଲା ସାଉକାର୍କେ ପାର୍ତନା କରା ।”
38 Por isso, peçam ao Senhor da seara que mande trabalhadores para a sua seara.
Atalhos do teclado
- Capítulo anterior←
- Próximo capítulo→
- Versículo anteriork
- Próximo versículoj
- Limpar seleçãoEsc
- Esta ajuda?
Estude este capítulo no WhatsApp
Peça à IA da Bíblia Fala para explicar Mateus 9, comparar traduções ou montar um estudo — tudo direto pelo WhatsApp.