Romanos 11
ସତିଅର୍ ବାଟ୍ (DSO) vs ARA
1 ମୁଇ ଆରିତରେକ୍ ପାଚାର୍ଲିନି, “ତେବେ ପରମେସର୍ ସବୁ ଜିଉଦି ଲକ୍ମନ୍କେ ଚାଡି ଦେଲା ଆଚେ କି ? ନାଇ, କେବେ ନାଇ । ମୁଇ ମିସା ନିଜେ ସେମନର୍ପାରା ଗଟେକ୍ ଜିଉଦି, ଅବ୍ରାଆମ୍ତା ମର୍ ଆନିଦାଦି ଆରି ମୁଇ ବେନ୍ଜାମିନ୍ କୁଟୁମର୍ ଲକ୍ ଅଇଆଚି ।”
1 Pergunto, pois: terá Deus, porventura, rejeitado o seu povo? De modo nenhum! Porque eu também sou israelita da descendência de Abraão, da tribo de Benjamim.
2 ପରମେସର୍ ମୁଲେଅନି ବାଚିରଇଲା ତାର୍ ଲକ୍ମନ୍କେ କେବେ ମିସା ଚାଡେନାଇ । ତମେ ସାସ୍ତରେ ପଡିଆଚାସ୍, ଏଲିଅ କେନ୍ତି ଇସ୍ରାଏଲ୍ ମନର୍ ପାପର୍ ଚଲାଚଲ୍ତିର୍ପାଇ ପରମେସର୍କେ ପାର୍ତନା କରିରଇଲା,
2 Deus não rejeitou o seu povo, a quem de antemão conheceu. Ou não sabeis o que a Escritura refere a respeito de Elias, como insta perante Deus contra Israel, dizendo:
3 “ଏ ମାପ୍ରୁ, ସେମନ୍ ତମର୍ ବବିସତ୍ବକ୍ତାମନ୍କେ ମରାଇଆଚତ୍ ଆରି ତମର୍ ପୁଜା କର୍ବା ବେଦି ସବୁ ବାଙ୍ଗାଇ ପାକାଇଲାଇ ଆଚତ୍ । ମୁଇ ଗଟେକ୍ ଲକ୍ସେ ତକେ ପୁଜା କର୍ବାକେ ଆଚି । ମକେ ମିସା ସେମନ୍ ମାରିପାକାଇବାକେ ଚେସ୍ଟା କଲାଇନି ।”
3 Senhor, mataram os teus profetas, arrasaram os teus altares, e só eu fiquei, e procuram tirar-me a vida.
4 ପରମେସର୍ ଏଲିଅକେ କାଇବଲି କଇ ରଇଲା । “କାରାପ୍ ଦେବ୍ତା ବାଲ୍ ପୁତ୍ଲାକେ ପୁଜା ନ କରିରଇବା ତମର୍ ବିତ୍ରେଅନି ସାତ୍ ଅଜାର୍ ଲକ୍କେ ମର୍ ପାଇ ସଙ୍ଗଇ ଆଚି ।”
4 Que lhe disse, porém, a resposta divina? Reservei para mim sete mil homens, que não dobraram os joelhos diante de Baal.
5 ଏବେ ସେ ସମାନ୍ ବେଲା ଗଟ୍ଲା ଆଚେ । ପରମେସର ଜିବନ୍ ଦୁକାଇ ଜନ୍ ଲକ୍ମନ୍କେ ବାଚି ରଇଲା, ସେମନର୍ ବିତ୍ରେଅନି ଅଲପ୍ କେତେଟା ଜିଉଦିମନ୍ ଅଗ୍ଲି ଆଚତ୍ ।
5 Assim, pois, também agora, no tempo de hoje, sobrevive um remanescente segundo a eleição da graça.
6 ପରମେସର୍ ସେମନ୍କେ ତାର୍ ନିଜର୍ ଜିବନ୍ ଦୁକାଇକରି ବାଚ୍ଲା ଆଚେ । ସେମନ୍ କରି ରଇବା ନିକ କାମର୍ ଲାଗି ନାଇ । ଜଦି ସେମନର୍ ନିକ କାମର୍ ଲାଗି ସେମନ୍କେ ବାଚିରଇତା, ତାର୍ ଜିବନ୍ ଦୁକାନି ସତ୍ ଜିବନ୍ ଦୁକାନି ନ ଅଇତା ।
6 E, se é pela graça, já não é pelas obras; do contrário, a graça já não é graça.
7 ତେବେ କାଇଟା ଅଇଲା ? ଇସ୍ରାଏଲର୍ ଲକ୍ମନ୍ ନିଜେ ଦରମ୍ ବଲାଇଅଇବାକେ ଗଟେକ୍ ବାଟ୍ କଜ୍ଲାଇ । ମାତର୍ ତେଇଅନି ଗଟେକ୍ ସାନ୍ ଦଲ୍କେସେ ପର୍ମେସର୍ ବାଚିରଇଲା । ଆରି ବାକିଲକ୍ମନ୍ କେ ମିସା ସେ ଡାକ୍ଲାକେ ସୁନତ୍ ନାଇ ।
7 Que diremos, pois? O que Israel busca, isso não conseguiu; mas a eleição o alcançou; e os mais foram endurecidos,
8 ସାସ୍ତରର୍ ବାକିଅ “ଜେନ୍ତିକି ପରମେସର୍ ସେମନର୍ ଆଁକି ଆରି ମନ୍ ବାନ୍ଦି ଦେଲା ଆଚେ । ଏବେ ଜାକ ସେମନ୍ ଦେକି ନାପାର୍ଲାଇନି କି ସୁନି ନାପାର୍ଲାଇନି ।”
8 como está escrito: Deus lhes deu espírito de entorpecimento, olhos para não ver e ouvidos para não ouvir, até ao dia de hoje.
9 ସେମନର୍ ବିସଇନେଇ ଦାଉଦ୍ ଲେକ୍ଲା ଆଚେ,
9 E diz Davi: Torne-se-lhes a mesa em laço e armadilha, em tropeço e punição;
10 ସେମନ୍ କାଣାକାଣି ଅଇକରି କାଇଟା ମିସା ଦେକି ନାପାରତ୍ ।
10 escureçam-se-lhes os olhos, para que não vejam, e fiquem para sempre encurvadas as suas costas.
11 ମର୍ ସଙ୍ଗର୍ ଜିଉଦିମନ୍ ଜଟିଆଇ ଅଇକରି ଆଜିଜାଇ ନସ୍ଟ ଅଇଗାଲାଇ । ମାତର୍ ସେମନ୍କେ ବାଉଡାଇ ଆନ୍ବାକେ ପର୍ମେସର୍ ନାପାରେ ବଲି ବାବ୍ଲାସ୍ନି କି ? ନାଇ ସେ ପାର୍ସି । ସେମନ୍ ପର୍ମେସରର୍ ବାକିଅ ନିଚ୍ଲାକେ ଜିଉଦି ନ ଅଇଲା ଲକ୍ମନ୍ ମୁକ୍ତି ପାଇଲାଇ ଆଚତ୍ । ଜେନ୍ତାରି କି ଜିଉଦିମନ୍ ଇଁସା ଅଇଜିବାଇ ।
11 Pergunto, pois: porventura, tropeçaram para que caíssem? De modo nenhum! Mas, pela sua transgressão, veio a salvação aos gentios, para pô-los em ciúmes.
12 ଜିଉଦିମନର୍ ନ ମାନ୍ବାଟା, ଜଗତର୍ ବିନ୍ ଲକ୍ମନ୍କେ ବେସି ଆସିର୍ବାଦ୍ ମିଲ୍ଲା । ଜିଉଦିମନ୍ ପର୍ମେସର୍କେ ନ ମାନ୍ଲାକେ ଜିଉଦି ନ ଅଇଲା ଲକ୍ମନ୍ ତାର୍ଟାନେ ଅନି ବଡ୍ ଆସିର୍ବାଦ୍ ପାଇଲାଇ । ସେନ୍ତାର୍ ଆଲେ ପଚ୍କେ ବାଚି ରଇବା ସବୁ ଜିଉଦିମନ୍ ବିସ୍ବାସ୍ କଲେ, ସେ ଆସିର୍ବାଦ୍ କେତେକ୍ ଅଦିକ୍ ଅଇସି ।
12 Ora, se a transgressão deles redundou em riqueza para o mundo, e o seu abatimento, em riqueza para os gentios, quanto mais a sua plenitude!
13 ଜିଉଦି ନଇଲା ଲକ୍ମନ୍, ତମ୍କେ ମୁଇ କଇଲିନି, ପେରିତ୍ସିସ୍ ଇସାବେ ତମର୍ ବିତ୍ରେ କାମ୍ କର୍ବାକେ ପର୍ମେସର୍ ମକେ ବାଚ୍ଲା ଆଚେ । ସେ ମକେ ଜେତ୍କି କାମ୍ ଦେଲାଆଚେ, ସେଟା ମୁଇ ଜତନ୍ସଙ୍ଗ୍ କଲିନି ।
13 Dirijo-me a vós outros, que sois gentios! Visto, pois, que eu sou apóstolo dos gentios, glorifico o meu ministério,
14 ମୁଇ ତମ୍କେ ସାଇଜ କଲାର୍ପାଇ, ମର୍ ସଙ୍ଗର୍ ଜିଉଦିମନ୍ ଇଁସା ଅଅତ୍ ବଲି ମୁଇ ମନ୍ କଲିନି । କେ ଜାନେ ସେମନର୍ ବିତ୍ରେଅନି କେତେଲକ୍ ବିସ୍ବାସ୍ କରି ପର୍ମେସରର୍ ଡଣ୍ଡେଅନି ରକିଆ ପାଇବାଇ ।
14 para ver se, de algum modo, posso incitar à emulação os do meu povo e salvar alguns deles.
15 ଜିଉଦିମନ୍ ପର୍ମେସରର୍ ଟାନେଅନି ବେଗଲ୍ଲାକେ, ଜିଉଦି ନ ଅଇଲା ଲକ୍ମନ୍ ତାର୍ ନିଜର୍ ଲକ୍ ଅଇପାର୍ଲାଇ । ସେନ୍ତାର୍ଆଲେ ଜିଉଦି ଲକ୍ମନ୍ ତାର୍ଟାନେ ଆରିତରେକ୍ ବାଉଡିଆଇଲେ, ଜିଉଦି ନ ଅଇଲା ଲକ୍ମନ୍କେ କେତେକ୍ ଅଦିକ୍ ଆସିର୍ବାଦ୍ ଅଇସି । ସେନ୍ତାରି ଅଇଲେ କେଡେକ୍ ନିକ କରମ୍ ! ସବୁ ମଲାଲକ୍ମନ୍ ଜିବନ୍ଅଇ ଉଟ୍ଲାପାରା ଅଇସି ।
15 Porque, se o fato de terem sido eles rejeitados trouxe reconciliação ao mundo, que será o seu restabelecimento, senão vida dentre os mortos?
16 ରୁଟିତେଇଅନି କଣ୍ଡେକ୍ ପରମେସର୍କେ ଦିଆଅଇରଇଲେ, ସବୁଜାକ ରୁଟି ଦିଆଅଇଲା ଆଚେ ବଲି ବାବ୍ବାର୍ । ଗଟେକ୍ ଗଚର୍ ଚେର୍ ସୁକଲ୍ ରଇଲେ, ତାର୍ କେନ୍ଦାକଡ୍ ମିସା ସୁକଲ୍ ଆଚେ ବଲି ବାବ୍ବାକେ ଅଇସି ।
16 E, se forem santas as primícias da massa, igualmente o será a sua totalidade; se for santa a raiz, também os ramos o serão.
17 ଇସ୍ରାଏଲ୍ କୁଟୁମର୍ ଲକ୍ମନ୍ ପର୍ମେସର୍ ଜତନ୍ କରିରଇବା ଗଟେକ୍ ଜିତ୍ ଗଚର୍ ପାରା । ସେ ଗଚେଅନି କେତେଟା କେନ୍ଦି ବାଙ୍ଗାଇକରି ବନର୍ ଜିତ୍ ଗଚର୍ କେନ୍ଦା ତେଇ, ଜଡିଆଚେ । ତମେ ଜିଉଦି ନ ଅଇଲା ଲକ୍ମନ୍ ସେ ବନର୍ ଜିତ୍ ଗଚ୍ ପାରା । ଏବେ ତମେ ଜିଉଦିମନର୍ ଡାଟ୍ ଆତ୍ମାର୍ ଜିବନ୍ତେଇ ଜଡିଅଇଆଚାସ୍ ।
17 Se, porém, alguns dos ramos foram quebrados, e tu, sendo oliveira brava, foste enxertado em meio deles e te tornaste participante da raiz e da seiva da oliveira,
18 ସେଟାର୍ ପାଇ ତମେ ଜିଉଦିମନର୍ ଟାନେଅନି ବଡ୍ ବଲି ବାବାନାଇ । କାଇକେବଇଲେ ତମେ ଅବ୍କା କେନ୍ଦାସେ ଆରି କେନ୍ଦାମନର୍ କାଦି ଗଚର୍ ଚେରେଅନିସେ ଆଇସି । ଚେରର୍ କାଦି କେନ୍ଦାଇଅନି ନ ଆସେ ।
18 não te glories contra os ramos; porém, se te gloriares, sabe que não és tu que sustentas a raiz, mas a raiz, a ti.
19 “ଉଁ ତମେ କଇପାରାସ୍, ଜିଉଦି ନ ଅଇଲା ଲକ୍ମନ୍ ଆମେସେ ବଡ୍ । କାଇକେବଇଲେ ଆମ୍କେ ଜଡ୍ବାକେ କେନ୍ଦାମନ୍ ବାଙ୍ଗାଇଲାଇ ।”
19 Dirás, pois: Alguns ramos foram quebrados, para que eu fosse enxertado.
20 ତମ୍କେ ଜଡିଆଚେ, ସେଟା ସତ୍ ସେ । ମାତର୍ ଜିଉଦିମନ୍ ବିସ୍ବାସ୍ ନ କଲାର୍ ପାଇ ପର୍ମେସର୍ ସେମନ୍କେ କାଟିଦେଲାଆଚେ । ତମେ ବିସ୍ବାସ୍ କଲାକେସେ ତମ୍କେ ଜଡିଆଚେ । ସେଟାର୍ପାଇ ବଡ୍ପନ୍ ନ ଅଇ ଡରିକରି ରୁଆ ।
20 Bem! Pela sua incredulidade, foram quebrados; tu, porém, mediante a fé, estás firme. Não te ensoberbeças, mas teme.
21 କାଇକେବଇଲେ ଜଦି ଗଚେଅନି ନିଜେ ବାରଇଲା କେନ୍ଦା ପାରା ଜିଉଦିମନ୍କେ ପରମେସର୍ ବାଙ୍ଗାଇଦେଲା, ତେବେ ବନେଅନି ଆନି ଜଡିରଇବା କେନ୍ଦାମନ୍କେ କେତେକ୍ ଅଦିକ୍ ସେ ନ ବାଙ୍ଗାଏ ? ସେ କେନ୍ଦାମନ୍ ଅଇଲାନି, ତମେ ବିସ୍ବାସ୍ ନ କଲା ଜିଉଦି ନଇବା ଲକ୍ମନ୍ ।
21 Porque, se Deus não poupou os ramos naturais, também não te poupará.
22 ଇତିଅନି ଆମେ ଦେକ୍ଲୁନି ପରମେସର୍ କେନ୍ତି ଆଲାଦ୍କାରିଆ, ଆରି ସାସନ୍କାରି ମିସା ! ଜନ୍ ଲକ୍ମନ୍ ତାର୍ କାତା ମାନତ୍ ନାଇ, ସେମନ୍କେ ଡଣ୍ଡ୍ ଦେଲା । ମାତର୍ ତାର୍ ଦୟା ତମେ ଡାଟ୍ ସଙ୍ଗ୍ ଦାରିରଇଲେ, ସେ ତମ୍କେ ଦୟା ଦେକାଇସି । ଜଦି ସେନ୍ତାରି ନ କଲେ, ତମ୍କେ ମିସା କାଟିଦେଇସି ।
22 Considerai, pois, a bondade e a severidade de Deus: para com os que caíram, severidade; mas, para contigo, a bondade de Deus, se nela permaneceres; doutra sorte, também tu serás cortado.
23 ଜଦି ଜିଉଦିମନ୍ ବିସ୍ବାସ୍ କଲେ, ଗଚର୍ ବୁନ୍ଦେ ରଇବା ତାକର୍ ଆଗର୍ ଜାଗାଇ ପର୍ମେସର୍ ସେମନ୍କେ ବାଉଡାଇସି । କାଇକେବଇଲେ ସେଟା ପର୍ମେସର୍ସେ କରିପାରେ ।
23 Eles também, se não permanecerem na incredulidade, serão enxertados; pois Deus é poderoso para os enxertar de novo.
24 ତମେ ଜିଉଦିନଇଲା ଲକ୍ମନ୍ ବନର୍ ଜିତ୍ ଗଚର୍ ବାଙ୍ଗାଇଲା କେନ୍ଦାପାରା । ସବୁବେଲେ ଜଡ୍ବାଟାନେ କଲାପାରା ନ କରି, ପର୍ମେସର୍ ନିଜେ ଜତନ୍ କର୍ବା ଗଚେ, ତମ୍କେ ଜଡ୍ଲାଆଚେ । ଜିଉଦିମନ୍ ସେ ନିଜେ ଜତନ୍ କରିରଇବା ଗଚର୍ପାରା । ସେନ୍ତାର୍ଆଲେ ଗଚ୍ବୁନ୍ଦେ ରଇବା କେନ୍ଦାମନ୍କେ ଆଗର୍ ଜାଗାଇ ନେଇ ଜଡ୍ବାକେ କେତେକ୍ ଅଦିକ୍ ସଅଜ୍ ଅଇସି ।
24 Pois, se foste cortado da que, por natureza, era oliveira brava e, contra a natureza, enxertado em boa oliveira, quanto mais não serão enxertados na sua própria oliveira aqueles que são ramos naturais!
25 ଏ ବାଇବଇନିମନ୍, ଏ ବିସଇଟାନେ ଗଟେକ୍ ଲୁଚିରଇଲା ସତ୍ ତମେ ବୁଜା ବଲି ମୁଇ ମନ୍ କଲିନି । ଆମେ ଜିଉଦିମନର୍ ଟାନେଅନି ବଡ୍ ଆଚୁ ବଲି ତମେ ବଡ୍ପନ୍ ନ ଅଇବାକେ, ଏଟା ତମ୍କେ ବୁଜାଇଲିନି । ଜିଉଦିମନର୍ କାତା ନ ମାନ୍ବାଟା, ବେସିଦିନ୍ ଜାକ ନ ରଏ । ମାତର୍ ଜେତ୍କି ଜିଉଦି ନ ଅଇଲା ଲକ୍ମନ୍କେ ପର୍ମେସର୍ ବାଚ୍ଲାଆଚେ, ସେମନ୍ ବିସ୍ବାସ୍ କର୍ବାଜାକ ସେଟା ରଇସି ।
25 Porque não quero, irmãos, que ignoreis este mistério (para que não sejais presumidos em vós mesmos): que veio endurecimento em parte a Israel, até que haja entrado a plenitude dos gentios.
26 ତାର୍ ପଚେ ଇସ୍ରାଏଲିଅମନ୍ ସବୁ ଲକ୍ ଏ ସାସ୍ତରର୍ ଇସାବେ ରକିଆ ପାଇବାଇ ।
26 E, assim, todo o Israel será salvo, como está escrito: Virá de Sião o Libertador e ele apartará de Jacó as impiedades.
27 ସେମନର୍ ପାପ୍ ରଇବା ଚଲାଚଲ୍ତି ମୁଇ ଦାରିଜିବାବେଲେ, ସେମନର୍ ସଙ୍ଗ୍ ଏ ରାଜିନାମା କର୍ବି ।
27 Esta é a minha aliança com eles, quando eu tirar os seus pecados.
28 ସୁବ୍ କବର୍ ବିସ୍ବାସ୍ ନ କରି ଜିଉଦିମନ୍ ପର୍ମେସରର୍ ସତ୍ରୁ ଅଇଗାଲାଇ । ଏନ୍ତାରି ଅଇଲାକେ ତମେ ଜିଉଦି ନ ଅଇଲା ଲକ୍ମନ୍ ମୁକ୍ତି ପାଇଲାସ୍ । ଏନ୍ତାରି ଅଇଲେମିସା ପର୍ମେସର୍ ଜନ୍ କାତା ତାକର୍ ଆନିଦାଦିମନ୍କେ ଦେଇରଇଲା, ଆରି ସେମନ୍ ତାର୍ ବାଚିରଇବା ଲକ୍ମନ୍ ଅଇଲାକେ ମିସା, ସେମନ୍ ତାର୍ ଲକ୍ ଅଇଆଚତ୍ ।
28 Quanto ao evangelho, são eles inimigos por vossa causa; quanto, porém, à eleição, amados por causa dos patriarcas;
29 କାଇକେବଇଲେ ପର୍ମେସର୍ ଜନ୍ ଲକ୍ମନ୍କେ ବାଚିକରି ଆସିର୍ବାଦ୍ କର୍ସି, ସେ ଦାନ୍ ଦେବାକେ ଜାଗର୍ତା ରଇସି ।
29 porque os dons e a vocação de Deus são irrevogáveis.
30 ଜିଉଦିନଇଲା ଲକ୍ମନ୍ ତମେ ପୁର୍ବେ ପରମେସରର୍ କାତା ନ ମାନ୍ତେ ରଇଲାସ୍, ମାତର୍ ଜିଉଦିମନ୍ କାତା ନ ମାନ୍ଲାର୍ ପାଇ, ଏବେ ତମେ ପରମେସରର୍ ଜିବନ୍ ଦୁକାନିର୍ ଆଲାଦ୍ ପାଇଆଚାସ୍ ।
30 Porque assim como vós também, outrora, fostes desobedientes a Deus, mas, agora, alcançastes misericórdia, à vista da desobediência deles,
31 ଏଟା ଜିଉଦି ଅଇରଇବା ଲକ୍ମନର୍ ପାଇ ମିସା ସେନ୍ତାରିସେ । ଏବେ ସେମନ୍ କାତା ନ ମାନ୍ଲେ ମିସା, ତମ୍କେ ଜେନ୍ତାରି ପର୍ମେସର୍ ଦୟା ଦେକାଇ ଆଲାଦ୍ କଲାଆଚେ, ସେ ପଚ୍କେ ସେମନ୍କେ ମିସା ଦୟା ଦେକାଇସି ।
31 assim também estes, agora, foram desobedientes, para que, igualmente, eles alcancem misericórdia, à vista da que vos foi concedida.
32 ଗୁଲାଇ ମନସ୍ ଜାତି ତାର୍ କାତା ନ ମାନ୍ଲାକେ ଡଣ୍ଡ୍ ପାଇବାର୍ ଆଚେ ବଲି ପର୍ମେସର୍ ଦେକାଇଲା ଆଚେ । ତାର୍ ଜିବନ୍ ଦୁକାଇଲାଟା ସବୁକେ ଡିସ୍ସି ବଲି ଏନ୍ତାରି କଲାଆଚେ ।
32 Porque Deus a todos encerrou na desobediência, a fim de usar de misericórdia para com todos.
33 ପରମେସରର୍ ଦୟା କେତେକ୍ ବଡ୍ ! ତାର୍ ଗିଆନ୍ ଆରି ବିଚାର୍ କର୍ବା ବପୁ କେ ବୁଜିନାପାରତ୍ ! ସେ ଜନ୍ଟା ଉଁ କର୍ସି, ସେଟା ଲକ୍ମନ୍ ବୁଜିନାପାରତ୍ । ସେ ଜନ୍ କାମ୍ କର୍ବାକେ ଗାଲାନି, ସେଟା କେ ବାତାଇ ନାପାରତ୍ ।
33 Ó profundidade da riqueza, tanto da sabedoria como do conhecimento de Deus! Quão insondáveis são os seus juízos, e quão inescrutáveis, os seus caminhos!
34 କାଇକେବଇଲେ ସାସ୍ତରେ ଏନ୍ତାରି ଲେକା ଅଇଲାଆଚେ ।
34 Quem, pois, conheceu a mente do Senhor? Ou quem foi o seu conselheiro?
35 ତାକେ କାଇଟା ଉନା ନାଇ ।
35 Ou quem primeiro deu a ele para que lhe venha a ser restituído?
36 ତିଆର୍ ଅଇଲା ସବୁ ବିସଇ ସେ ସେ ଚାଲାଇଲାନି । ଆରି ସବୁ ବିସଇ ତାର୍ପାଇସେ । ପର୍ମେସର୍, କାଲେ କାଲେ ଜୁଗେ ଜୁଗେ, ତାର୍ ଡାକ୍ପୁଟା ଅ । ଆମେନ୍ !
36 Porque dele, e por meio dele, e para ele são todas as coisas. A ele, pois, a glória eternamente. Amém!
Atalhos do teclado
- Capítulo anterior←
- Próximo capítulo→
- Versículo anteriork
- Próximo versículoj
- Limpar seleçãoEsc
- Esta ajuda?
Estude este capítulo no WhatsApp
Peça à IA da Bíblia Fala para explicar Romanos 11, comparar traduções ou montar um estudo — tudo direto pelo WhatsApp.