Romanos 15
ସତିଅର୍ ବାଟ୍ (DSO) vs ARC
1 ଏବେ ଆମେ, ଜାର୍ ବିସ୍ବାସ୍ ଡାଟ୍ ଆଚେ, ଜନ୍ ଲକ୍ମନ୍ ବିସ୍ବାସେ ଦୁର୍ବଲ୍ ଆଚତ୍ ଆରି ଅସୁବିଦାଇ ଆଚତ୍, ସେମନ୍କେ ଆମେ ସାଇଜ କର୍ବାର୍ ଆଚେ । ଆରି ନିଜେ ସାର୍ଦା ରଇବା ବିସଇ ଚିନ୍ତା କର୍ବାର୍ ନାଇ ।
1 Mas nós que somos fortes devemos suportar as fraquezas dos fracos e não agradar a nós mesmos.
2 ମାତର୍ ଆମର୍ ବାଇବଇନିମନ୍କେ ସାର୍ଦା କରାଇବାକେ ଆରି ସେମନର୍ ବିସ୍ବାସ୍ ଡାଟ୍ କର୍ବାକେ ତାକର୍ ପାଇ ନିକ ବିସଇ କର୍ବାର୍ ଆଚେ ।
2 Portanto, cada um de nós agrade ao seu próximo no que é bom para edificação.
3 କାଇକେବଇଲେ କିରିସ୍ଟ ନିଜ୍କେ ସାର୍ଦା କରାଏ ନାଇ । ମାତର୍ ସାସ୍ତରେ ଏନ୍ତାରି ଲେକାଅଇଲାଆଚେ, ଜନ୍ ଲକ୍ମନର୍ କାରାପ୍ କାତା ତମ୍କେ ନିନ୍ଦାକଲା, ସେଟା ମକେମିସା ନିନ୍ଦା କଲାଇ ।
3 Porque também Cristo não agradou a si mesmo, mas, como está escrito: Sobre mim caíram as injúrias dos que te injuriavam.
4 କାଇକେବଇଲେ ସାସ୍ତରେ ଜେତ୍କି ଲେକା ଅଇଲାଆଚେ, ସେ ସବୁ ଆମ୍କେ ସିକାଇବାକେ । ଜେନ୍ତାରିକି, ସାସ୍ତରେଅନି ଜନ୍ ମୁର୍ଚି ରଇବାଟା ଆରି ସାର୍ଦା କରାଇବାଟା ଆମେ ମିଲାଇଆଚୁ, ତେଇଅନି ଆମର୍ ଆସା ବଡ୍ସି ।
4 Porque tudo que dantes foi escrito para nosso ensino foi escrito, para que, pela paciência e consolação das Escrituras, tenhamos esperança.
5 ପର୍ମେସର୍ସେ ଆମ୍କେ ମୁର୍ଚିରଇବାଟା ଆରି ସାର୍ଦା କରାଇବାଟା ଦେଇସି । ଆରି ଜିସୁକିରିସ୍ଟର୍ ବାଟେ ଇଣ୍ଡି କରି ସବୁର୍ ମନ୍ ଗଟେକ୍ ଅଇବାକେ ସାଇଜ କର ।
5 Ora, o Deus de paciência e consolação vos conceda o mesmo sentimento uns para com os outros, segundo Cristo Jesus,
6 ଜଦି ସେଟା ଅଇଲେ ଆମର୍ ମାପ୍ରୁ ଜିସୁକିରିସ୍ଟର୍ ବାବା ଆରି ଆମର୍ ପର୍ମେସର୍କେ ଡାକ୍ପୁଟା କର୍ବାତେଇ ତମେ ସବୁ ଗଟେକ୍ ଅଇସା ।
6 para que concordes, a uma boca, glorifiqueis ao Deus e Pai de nosso Senhor Jesus Cristo.
7 କିରିସ୍ଟ ଜେନ୍ତି ତମ୍କେ ଡାକ୍ଲା ଆଚେ, ତମେ ମିସା ସେନ୍ତି ତମର୍ ସଙ୍ଗର୍ ବିସ୍ବାସିମନ୍କେ ଡାକିନିଆ । ତମେ ଜଦି ଏନ୍ତି କଲେ ପର୍ମେସର୍ ଡାକ୍ପୁଟା ପାଇସି ।
7 Portanto, recebei-vos uns aos outros, como também Cristo nos recebeu para glória de Deus.
8 କିରିସ୍ଟ ଜିଉଦିମନର୍ଲଗେ ଗଟେକ୍ ଗତିଦାଙ୍ଗ୍ଡାପାରା ଅଇଲା । ପର୍ମେସର୍ ତାକର୍ ଆନିଦାଦିମନ୍କେ ଜନ୍ କାତା ଦେଇରଇଲା, ସେଟା ସତ୍ସଙ୍ଗ୍ ସେ ପୁରାପୁରୁନ୍ କର୍ସିଆକା ବଲି ଦେକାଇବାକେ ସେନ୍ତାରି କରିରଇଲା ।
8 Digo, pois, que Jesus Cristo foi ministro da circuncisão, por causa da verdade de Deus, para que confirmasse as promessas feitas aos pais;
9 ଜିଉଦି ନ ଅଇଲା ଲକ୍ମନ୍କେ ପର୍ମେସର୍ ତାର୍ ଦୟା ଦେକାଇସି, ଆରି ସେମନ୍ ତାକେ ଡାକ୍ପୁଟା କର୍ବାଇ । ଜେନ୍ତାରି କି ସେମନ୍ ତାକେ ଡାକ୍ପୁଟା କର୍ବାଇ । ଏ ବିସଇ ସାସ୍ତରେ ଲେକା ଆଚେ ।
9 e para que os gentios glorifiquem a Deus pela sua misericórdia, como está escrito: Portanto, eu te louvarei entre os gentios e cantarei ao teu nome.
10 ଆରି ଏନ୍ତାରିମିସା ଲେକାଆଚେ,
10 E outra vez diz: Alegrai-vos, gentios, com o seu povo.
11 ଆରିତରେକ୍ ସେ କଇଲାଆଚେ
11 E outra vez: Louvai ao Senhor, todos os gentios, e celebrai-o todos os povos.
12 ଆରି ଜିସାଇଅ କଇଆଚେ,
12 E outra vez diz Isaías: Uma raiz em Jessé haverá, e, naquele que se levantar para reger os gentios, os gentios esperarão.
13 ପରମେସର୍ ଜେକି ସବୁ ଆସାର୍ ମୁଲ୍ଡେଲି । ତମର୍ ବିସ୍ବାସର୍ ଲାଗି ସେ ତମ୍କେ ସବୁ ସାନ୍ତି ସାର୍ଦା ଦେଅ । ସୁକଲ୍ ଆତ୍ମାର୍ ବପୁ ସଙ୍ଗ୍ ତମର୍ ଆସା ଅଦିକ୍ ଅଇଜାଅ ।
13 Ora, o Deus de esperança vos encha de todo o gozo e paz em crença, para que abundeis em esperança pela virtude do Espírito Santo.
14 ଏ ବାଇବଇନିମନ୍ ତମର୍ ବିସ୍ବାସ୍ ନିକଆଚେ, ବଲି ମୁଇ ଜାନିଆଚି । ଆରି ପର୍ମେସରର୍ ବାକିଅ ତମେ ନିକସଙ୍ଗ୍ ବୁଜ୍ଲାସ୍ନି ଆରି ଏବେ ତମେ ବିନ୍ ଲକ୍ମନ୍କେ ମିସା ସିକାଇପାର୍ସା ।
14 Eu próprio, meus irmãos, certo estou, a respeito de vós, que vós mesmos estais cheios de bondade, cheios de todo o conhecimento, podendo admoestar-vos uns aos outros.
15 ମାତର୍ ଏ ଚିଟିତେଇ ତମ୍କେ କେତେଟା ବିସଇନେଇ ଜାଗ୍ରତ୍ କରାଇବାକେ ମୁଇ ବପୁ ଅଇଲି ଆଚି । କାଇକେବଇଲେ ପର୍ମେସର୍ ମକେ ଅଦିକାର୍ ଦେଲାକେ ମୁଇ ଡାଟ୍ସଙ୍ଗ୍ ଏଟା ତମ୍କେ କଇଲିନି ।
15 Mas, irmãos, em parte vos escrevi mais ousadamente, como para vos trazer outra vez isto à memória, pela graça que por Deus me foi dada,
16 କିରିସ୍ଟ ଜିସୁର୍ ଦାଙ୍ଗ୍ଡା ଇସାବେ ଜିଉଦି ନଇଲା ଲକ୍ମନର୍ ପାଇ କାମ୍ କର୍ବାକେ ପରମେସର୍ ମକେ ବାଚ୍ଲାଆଚେ । ପରମେସରର୍ ସୁବ୍କବର୍ ଜାନାଇବା ପାଇ ମୁଇ ଗଟେକ୍ ଦରମ୍ ଗୁରୁ ଇସାବେ କାମ୍କଲିନି । ଜେନ୍ତାରିକି ଜିଉଦିନଇଲା ଲକ୍ମନ୍ ଗଟେକ୍ ସୁକଲ୍ ବଲି ଇସାବେ ପର୍ମେସର୍କେ ସର୍ପିଦେବାଇ । ଏ କାମ୍ ସୁକଲ୍ଆତ୍ମା ପୁରାପୁରୁନ୍ କର୍ସି ।
16 que eu seja ministro de Jesus Cristo entre os gentios, ministrando o evangelho de Deus, para que seja agradável a oferta dos gentios, santificada pelo Espírito Santo.
17 କିରିସ୍ଟ ଜିସୁର୍ତେଇ ମକେ ମିସାଇଲାର୍ପାଇ, ତାର୍ ଏ ସେବା କାମ୍ କର୍ବାକେ ମୁଇ ମୁଲ୍କେ ଲାଜ୍ ଅଇନାଇ ।
17 De sorte que tenho glória em Jesus Cristo nas coisas que pertencem a Deus.
18 ଜିଉଦି ନ ଅଇଲା ଲକ୍ମନ୍କେ ପର୍ମେସରର୍ ଆଦେସ୍ ମାନ୍ବାକେ କିରିସ୍ଟ ମକେ ଦେଇକରି ଜନ୍ଟା ସାଦନ୍ କଲାଆଚେ, ଅବ୍କା ସେଟାସେ ମୁଇ ଡାଟ୍ ସଙ୍ଗ୍ କଇବି । କାଇଟା କଇବାର୍ଆଚେ, ଆରି କାଇଟା କର୍ବାର୍ଆଚେ, ସେମକେ ଜାନାଇଲାକେ ଏଟା ଅଇଲା ।
18 Porque não ousaria dizer coisa alguma, que Cristo por mim não tenha feito, para obediência dos gentios, por palavra e por obras;
19 ଚିନର୍ ଲାଗି, କାବାଅଇଜିବା କାମର୍ଲାଗି ଆରି ସୁକଲ୍ଆତ୍ମାର୍ ବପୁର୍ଲାଗି ଏଟା ସବୁ କଲାଆଚେ । ସେଟାର୍ ପାଇ ମୁଇ ଜିରୁସାଲମେଅନି ଇଲିରିକମ୍କେ ଗାଲାବେଲେ ବାଟେ କିରିସ୍ଟର ସୁବ୍କବର୍ ପୁରାପୁରୁନ୍ ଜାନାଇଲି ଆଚି ।
19 pelo poder dos sinais e prodígios, na virtude do Espírito de Deus; de maneira que, desde Jerusalém e arredores até ao Ilírico, tenho pregado o evangelho de Jesus Cristo.
20 ଜନ୍ ଜାଗାମନ୍କେ ଲକ୍ମନ୍ କିରିସ୍ଟର୍ ବିସଇ ସୁନତ୍ନାଇ, ସିତି ତାର୍ କବର୍ ଜାନାଇବାର୍ ମର୍ ଆଦେସ୍ ରଇଲା । କାଇକେବଇଲେ ଜନ୍ଲକ୍ମନ୍କେ ସୁବ୍କବର୍ ବିନ୍ଲକ୍ମନ୍ ଜାନାଇ ସାରାଇଆଚତ୍, ତେଇ ମୁଇ ଆରିତରେକ୍ କଇବାକେ ମନ୍ କରିନାଇ ।
20 E desta maneira me esforcei por anunciar o evangelho, não onde Cristo houvera sido nomeado, para não edificar sobre fundamento alheio;
21 ଜେନ୍ତିକି ସାସ୍ତରେ ଲେକା ଆଚେ,
21 antes, como está escrito: Aqueles a quem não foi anunciado o verão, e os que não ouviram o entenderão.
22 ମୁଇ ବେସିତର୍ ତମ୍କେ ଦେକିଆଇବାଟା ପିଟିଗାଲା ଆଚେ ।
22 Pelo que também muitas vezes tenho sido impedido de ir ter convosco.
23 ମାତର୍ ଏ ଜାଗା ଲଗେ ମର୍ କାମ୍ ସାରିଗାଲା ଆଚେ । ଆରି ତମ୍କେ ଦେକ୍ବାକେ ମର୍ ବେସି ବରସର୍ ଆସା ଏବେ ପୁରାପୁରୁନ୍ ଅଇସି ।
23 Mas, agora, que não tenho mais demora nestes sítios, e tendo já há muitos anos grande desejo de ir ter convosco,
24 ସାରାସାରି ଏବେ ମୁଇ ତମ୍କେ ଦେକ୍ବାକେ ଆସିଅଇସି । ଏସ୍ପେନ୍ ଦେସେ ଜିବା ବାଟେ ତମ୍କେ ଦେକିଆଇବି ବଲି ବାବ୍ଲିଆଚି । ତମର୍ଟାନେ ସାର୍ଦାସଙ୍ଗ୍ କେତେ ବେଲା ବିତାଇଲା ପଚେ ତମର୍ ସାଇଜେ ଏସ୍ପେନ୍ ଦେସେ ଉଟିଜିବି ।
24 quando partir para a Espanha, irei ter convosco; pois espero que, de passagem, vos verei e que para lá seja encaminhado por vós, depois de ter gozado um pouco da vossa companhia.
25 ଏବେ ମୁଇ ପର୍ତୁମ୍ ଜିରୁସାଲମେ ଗାଲିନି । କାଇକେବଇଲେ ତେଇର୍ ବିସ୍ବାସିମନ୍କେ ସେବାକାମେ ସାଇଜ କର୍ବା କେତେକ୍ ଡାବୁ ନେଇଦେବାକେ ମକେ କଇଲାଇ ଆଚତ୍ ।
25 Mas, agora, vou a Jerusalém para ministrar aos santos.
26 ମାକିଡନିଆ ଆରି ଗିରିସର୍ ଆକାୟାତେଇ ରଇବା ବିସ୍ବାସିମନ୍ ଜିରୁସାଲାମେ ରଇବା ଅର୍କିତ୍ ବିସ୍ବାସିମନର୍ପାଇ ଏ ସାଇଜ ପାଟାଇବାଟା ନିକ ରଇସି ବଲି ବାବ୍ଲାଇ ।
26 Porque pareceu bem à Macedônia e à Acaia fazerem uma coleta para os pobres dentre os santos que estão em Jerusalém.
27 ସେମନ୍ ବେସି ସାର୍ଦାଅଇ ଏ ସାଇଜ ଦେଲାଇନି । ଏଟା ଦେଇକରି ସେମନ୍ ଟିକ୍ ବିସଇ କଲାଇ । କାଇକେବଇଲେ, ଜିରୁସାଲେମେ ରଇବା ବିସ୍ବାସିମନର୍ ଟାନେ ସେମନ୍ ରୁନି ଅଇଆଚତ୍ । ସେଟା କେନ୍ତିବଇଲେ ଜିଉଦିମନର୍ଟାନେଅନିସେ ପର୍ମେସରର୍ ବାକିଅ ଇତିର୍ ଜିଉଦି ନ ଅଇଲା ଲକ୍ମନ୍କେ ଆନିରଇଲା । ସେଟାର୍ପାଇ ତେଇର୍ ଅର୍କିତ୍ ଜିଉଦିମନ୍କେ କେତେକ୍ ଡାବୁ ସାଇଜ ପାଟାଇବାଟା ନିକ ବିସଇ ।
27 Isto lhes pareceu bem, como devedores que são para com eles. Porque, se os gentios foram participantes dos seus bens espirituais, devem também ministrar-lhes os temporais.
28 ଆରି ମର୍ ଏ କାମ୍ ସାରାଇକରି ସେମନର୍ ସାଇଜର୍ପାଇ ଆନିରଇବା ଡାବୁ ସର୍ପିଦେଲା ପଚେ, ମୁଇ ଇସ୍ପେନ୍ଦେସେ ଜିବାକେ ବାରଇବି । ଆରି ବାଟେ ତେବିକରି ତମ୍କେ ଦେକ୍ବି ।
28 Assim que, concluído isto, e havendo-lhes consignado este fruto, de lá, passando por vós, irei à Espanha.
29 ମୁଇ ଜାନିଆଚି, ତମର୍ଟାନେ କେଟ୍ଲାବେଲେ କିରିସ୍ଟର୍ ପୁରାପୁରୁନ୍ ଆସିର୍ବାଦ୍ନେଇ ମୁଇ ଆଇବି ।
29 E bem sei que, indo ter convosco, chegarei com a plenitude da bênção do evangelho de Cristo.
30 ଏ ମର୍ ଆଲାଦର୍ ବାଇବଇନିମନ୍ ! ଆମର୍ ମାପ୍ରୁ ଜିସୁ କିରିସ୍ଟର୍ ନାଉଁ ଦାରି ଆରି ସୁକଲ୍ଆତ୍ମା ଦେଲା ଆଲାଦର୍ ପାଇ ମୁଇ ତମ୍କେ ଗୁଆରି କଲିନି, ମର୍ ପାଇ ମନ୍ଦେଇ ପାର୍ତନା କର୍ତେରୁଆ ।
30 E rogo-vos, irmãos, por nosso Senhor Jesus Cristo e pelo amor do Espírito, que combatais comigo nas vossas orações por mim a Deus,
31 ଜିଉଦା ଦେସେ ରଇବା ବିସ୍ବାସି ନ କଲା ଲକ୍ମନର୍ ଟାନେଅନି ମକେ କାଇଟା ନ ଅଅ ବଲି ପାର୍ତନା କରା । ଜିରୁସାଲାମର୍ ବିସ୍ବାସିମନ୍କେ ଜନ୍ ସାଇଜ ମୁଇ ନେଇଦେଲିନି, ସେତ୍କିରେ ସେମନ୍ ସାର୍ଦାସଙ୍ଗ୍ ରଅତ୍, ବଲି ସେଟାର୍ପାଇ ମିସା ପାର୍ତନା କରା ।
31 para que seja livre dos rebeldes que estão na Judeia, e que esta minha administração, que em Jerusalém faço, seja bem-aceita pelos santos;
32 ସେଟା ସାର୍ଲାପଚେ ପରମେସର୍ ମନ୍ କଲେ ମୁଇ ତମର୍ ଲଗେ ଆଇବି । ଆରି ତମର୍ ସଙ୍ଗ୍ ସାର୍ଦାସଙ୍ଗ୍ କେତେଦିନ୍ ରଇକରି ମର୍ ମନେ ସାନ୍ତି ପାଇବି ।
32 a fim de que, pela vontade de Deus, chegue a vós com alegria e possa recrear-me convosco.
33 ସାନ୍ତିଦେବା ପରମେସର୍ ତମର୍ ସବୁ ଲକର୍ ସଙ୍ଗ୍ ରଅ । ଆମେନ୍ ।
33 E o Deus de paz seja com todos vós. Amém!
Atalhos do teclado
- Capítulo anterior←
- Próximo capítulo→
- Versículo anteriork
- Próximo versículoj
- Limpar seleçãoEsc
- Esta ajuda?
Estude este capítulo no WhatsApp
Peça à IA da Bíblia Fala para explicar Romanos 15, comparar traduções ou montar um estudo — tudo direto pelo WhatsApp.