Romanos 9
ସତିଅର୍ ବାଟ୍ (DSO) vs ARIB
1 ମୁଇ ତମ୍କେ ଗଟେକ୍ ସତ୍କାତା କଇବି । ମୁଇ କିରିସ୍ଟର୍ ଲକ୍, ଆରି ସୁକଲ୍ ଆତ୍ମା ମର୍ ବିବେକ୍କେ ଡାକିନେଲାନି । ସେଟାର୍ପାଇ ମିସା ମୁଇ ମିଚ୍ କଇନାଇ ବଲି ଜାନ୍ଲିନି ।
1 Digo a verdade em Cristo, não minto, dando testemunho comigo a minha consciência no Espírito Santo,
2 ଏଟା ମୁଇ କିରିସ୍ଟକେ ସାକିଦେଇ କଇଲିନି । ମୁଇ ଜେ କେଡେକ୍ ତେରେପେତେ ଆରି ନ ସାର୍ବା ଦୁକେ, ମର୍ ମନ୍ କେଡେକ୍ ଉଡୁକ୍ ଦୁଡୁକ୍ ଅଇଲାନି ।
2 que tenho grande tristeza e incessante dor no meu coração.
3 କାଇକେବଇଲେ ମର୍ ରକତ୍ ମାଉଁସ୍ ରଇବା ଜିଉଦି ବାଇବଇନିମନ୍ କିରିସ୍ଟକେ ବିସ୍ବାସ୍ କରତ୍ ନାଇ । ଜଦି ଏଟା ଅଇପାର୍ସି, ତେବେ ମୁଇ ମନ୍ କଲିନି, ନିଜେ ତାକର୍ ପାଇ ପରମେସରର୍ଟାନେ ସାଇପ୍ ପାଇକରି, କିରିସ୍ଟର୍ତେଇ ଅନି ବେଗଲ୍ବି ବଲି ।
3 Porque eu mesmo desejaria ser separado de Cristo, por amor de meus irmãos, que são meus parentes segundo a carne;
4 କାଇକେବଇଲେ ସେମନ୍ ପରମେସରର୍ ଲକ୍ । ପରମେସର୍ ସେମନ୍କେ ନିଜର୍ ପିଲା କରି ବାଚିଆଚେ । ସେ ସେମନର୍ ଲଗେ ନିଜର୍ ଡାକ୍ପୁଟା ଦେକାଇରଇଲା । ସେମନର୍ ସଙ୍ଗ୍ ରାଜିନାମା କରି ସେମନ୍କେ ନିୟମ୍ ଦେଇରଇଲା । ସେମନ୍ ସତଇସେ ପାର୍ତନା କର୍ବାଇ । ସେମନ୍କେ ପରମେସର୍ କାତା ଦେଇରଇଲା ।
4 os quais são israelitas, de quem é a adoção, e a glória, e os pactos, e a promulgação da lei, e o culto, e as promessas;
5 ସେମନ୍ ଆମର୍ ଡାକ୍ପୁଟା ଜିଉଦି ଆନିଦାଦିମନର୍ ନାତିତିତିମନ୍ । ଆରି ମୁନୁସ୍ ରୁପ୍ ଦାରି କିରିସ୍ଟ ତାକର୍ କୁଟୁମେଅନି ଜନମ୍ ଅଇଲା । ସବୁର୍ଟାନେଅନି ବେସି ବପୁର୍ ପରମେସର୍ ଜୁଗେ ଜୁଗେ ଡାକ୍ପୁଟା ପାଅ, ଆମେନ୍ ।
5 de quem são os patriarcas; e de quem descende o Cristo segundo a carne, o qual é sobre todas as coisas, Deus bendito eternamente. Amém.
6 ପରମେସର୍ ତାର୍ କାତା ଦେଇରଇଲାଟା ପୁରାପୁରୁନ୍ କରେନାଇ ବଲି ମୁଇ କଇନାଇ । କାଇକେବଇଲେ ଇସ୍ରାଏଲିୟମନର୍ କେତେଟା ନାତିତିତିମନ୍ ପରମେସରର୍ ଲକ୍ ନଅତ୍,
6 Não que a palavra de Deus haja falhado. Porque nem todos os que são de Israel são israelitas;
7 କି ଅବ୍ରାଆମର୍ କୁଟୁମର୍ ସବୁ ଲକ୍ ପରମେସରର୍ ପିଲାଟକି ନ ଅଅତ୍ । ପରମେସର୍ ଅବ୍ରାଆମ୍କେ କଇରଇଲା, “ମୁଇ ତର୍ ଜନ୍ କୁଟୁମର୍ ବିସଇନେଇ କାତା ଦେଇରଇଲି, ସେମନ୍ ଇସାକର୍ ଟାନେଅନି ଜାତ୍ ଅଇବାଇ ।”
7 nem por serem descendência de Abraão são todos filhos; mas: Em Isaque será chamada a tua descendência.
8 ଏଟାର୍ ଅରତ୍ ଅଇଲାନି, ଗାଗଡ୍ ଦାରି ଜନମ୍ ଅଇବା ପିଲାଟକି ନାଇ । ଜେ କି ପରମେସରର୍ ପିଲାଟକିମନ୍ ଅଇବାଇ, ମାତର୍ ତାର୍ କାତା ଦେଇରଇବା ଇସାବେ ଜନମ୍ କରିରଇବା ପିଲାଟକିମନ୍ ତାର୍ ମୁଆଟେ ସତଇସେ ତାର୍ ପିଲାଟକି ବଲି ଏଜାଇ ଅଇବାଇ ।
8 Isto é, não são os filhos da carne que são filhos de Deus; mas os filhos da promessa são contados como descendência.
9 ପରମେସର୍ ଅବ୍ରାଆମ୍କେ ଏନ୍ତି କାତା ଦେଇରଇଲା, “ସମାନ୍ ଏ ଦିନେ ଆମେ ବାଉଡି ଆଇଲାବେଲେ, ସାରା ଗଟେକ୍ ପିଲା ଜନମ୍ ଦେଇରଇସି ।”
9 Porque a palavra da promessa é esta: Por este tempo virei, e Sara terá um filho.
10 ଏ ପିଲା ଆମର୍ ପୁର୍ବର୍ ଆନିଦାଦି ଇସାକ୍ ରଇଲା । ରିବିକାର୍ ଜଅଁଲା ପିଲାମନ୍ବିତ୍ରେ ଅନି ଗଟେକ୍ ବାବା ଇସାକର୍ଟାନେଅନି ଅଇରଇଲା ।
10 E não somente isso, mas também a Rebeca, que havia concebido de um, de Isaque, nosso pai
11 ପରମେସର୍ ରିବିକାକେ କାତା ଦେଇରଇଲା । ବଡ୍ ପିଲା ସାନ୍ ପିଲାର୍ ଗତିଦାଙ୍ଗ୍ଡା ଅଇସି । ଜଁଲା ପିଲାମନ୍ ଜନମ୍ ନ ଅଇତେ, ଆରି ନିକ କାମ୍ କି ବାନିଆ କାମ୍ କର୍ବା ଆଗ୍ତୁ ଏଟା ପର୍ମେସର୍ କଇରଇଲା । ଜନ୍ ପିଲାକେ ସେ ବାଚ୍ଲା, ପିଲା କରିରଇବା କାମର୍ ଲାଗି ଅଏନାଇ । ମାତର୍ ପର୍ମେସର୍ କରିରଇବା ଜଜ୍ନାର୍ ପୁରାପୁରୁନ୍ ଅଇବାକେସେ ସେଟା ଅଇଲା ।
11 {pois não tendo os gêmeos ainda nascido, nem tendo praticado bem ou mal, para que o propósito de Deus segundo a eleição permanecesse firme, não por causa das obras, mas por aquele que chama},
12 ଏଟାର୍ ପାଇ ତାକେ ଏ କାତା କଇରଇଲା । “ବଡ୍ ପିଲା ସାନ୍ ପିଲାର୍ ଗତିଦାଙ୍ଗ୍ଡା ଅଇସି ।”
12 foi-lhe dito: O maior servirá o menor.
13 ସାସ୍ତରର୍ ବାକିଅ ଇସାବେ “ଜାକୁବ୍କେ ମୁଇ ଆଲାଦ୍ କଲି, ମାତର୍ ଏସକେ ନାଇ ।”
13 Como está escrito: Amei a Jacó, e aborreci a Esaú.
14 ସେନ୍ତାର୍ ଆଲେ କାଇଟା ବଲି କଉଁ, “ପରମେସର୍ ଅନିଆଇ କର୍ସି କି ? ନାଇ କେବେ ନ କରେ ।”
14 Que diremos, pois? Há injustiça da parte de Deus? De modo nenhum.
15 କାଇକେବଇଲେ ସେ ପୁର୍ବେ ମସାକେ କଇରଇଲା, “ମୁଇ ଜାକେ ମନ୍ କର୍ବି ତାକେ ଦୟା ଦେକାଇବି ଆରି ଜିବନ୍ ଦୁକାଇବି ।
15 Porque diz a Moisés: Terei misericórdia de quem me aprouver ter misericórdia, e terei compaixão de quem me aprouver ter compaixão.
16 ସେଟାର୍ ପାଇ ପରମେସର୍ ତାର୍ ଲକ୍ମନ୍କେ ଦେବା ସବୁ ମଙ୍ଗଲର୍ ଦାନ୍ ଲକ୍ମନ୍ ମନ୍ କଲାକେ କି ତାକର୍ ନିକ କାମ୍ କଲାକେ ଅଏ ନାଇ । ମାତର୍ ପର୍ମେସରର୍ ଜିବନ୍ ଦୁକାନିଟାନେଅନି ସେ ସେଟା ଅଇଲାଆଚେ ।”
16 Assim, pois, isto não depende do que quer, nem do que corre, mas de Deus que usa de misericórdia.
17 ସାସ୍ତର୍ ଇସାବେ ପରମେସର୍ ମିସରର୍ ରାଜାକେ କଇରଇଲା, “ତକେ ଦେଇ ମର୍ ବପୁ ଦେକାଇବି ଆରି ଗୁଲାଇ ଜଗତ୍କେ ମର୍ ଡାକ୍ପୁଟା ଦେକାଇବାକେ ମୁଇ ତକେ ରାଜା କରିଆଚି ।”
17 Pois diz a Escritura a Faraó: Para isto mesmo te levantei: para em ti mostrar o meu poder, e para que seja anunciado o meu nome em toda a terra.
18 ତେବର୍ପାଇ ପରମେସରର୍ ମନ୍କଲା ଇସାବେ, ସେ କାକେ କାକେ ଦୟା ଦେକାଇସି ଆରି କାକେ କାକେ ମନ୍ ଆଁଟ୍ ଅଇବାକେ ଚାଡିଦେଇସି ।
18 Portanto, tem misericórdia de quem quer, e a quem quer endurece.
19 ତମର୍ ବିତ୍ରେଅନି କେ ଆଲେ ମକେ କଇବାଇ, “ସେନ୍ତାର୍ଆଲେ, ପରମେସର୍ କାଇକେ ଲକ୍ମନ୍କେ ଦସି କଲାନି ? ପରମେସର୍ ମନ୍ କଲାଟା ବାଦ୍ଲାଇବା ଲକ୍ କେ ମିସା ଆଚତ୍ କି ?”
19 Dir-me-ás então. Por que se queixa ele ainda? Pois, quem resiste à sua vontade?
20 ମାତର୍ ମୁଇ ତମ୍କେ କଇବି, “ଏ ମଇତର୍ ପରମେସରର୍ କାତା ନାଇ ବଲ୍ବାକେ ତମେ କେ ?” ଗଟେକ୍ ଆଣ୍ଡି ମକେ କାଇକେ ଏନ୍ତିକରି ଗଡ୍ଲୁସ୍ ବଲି କୁମାର୍କେ ପାଚାରି ନାପାରେ ।
20 Mas, ó homem, quem és tu, que a Deus replicas? Porventura a coisa formada dirá ao que a formou: Por que me fizeste assim?
21 ନିଜର୍ ମନ୍ କଲା ଇସାବେ ମାଟି ଚକ୍ଟିକରି ଆଣ୍ଡି ଗଟେକ୍ ତିଆର୍ କର୍ବାକେ କୁମାରର୍ ସବୁ ଅଦିକାର୍ ଆଚେ । ଗଟେକ୍ ଚକଟ୍ଲା ମାଟି ବେଲାଇଅନି ଦୁଇ ରକାମର୍ ଆଣ୍ଡି ତିଆର୍ କର୍ସି । ତେଇଅନି ଗଟେକ୍କେ ପରବ୍ ଦିନ୍ମନ୍କେ ବାଇବାଇ । ଆରି ଗଟେକ୍ ଉଜର୍ ଦିନ୍ମନ୍କେ ବାଇବାଇ । ତେଇ ତାର୍ ସବୁ ଅଦିକାର୍ ଆଚେ ।
21 Ou não tem o oleiro poder sobre o barro, para da mesma massa fazer um vaso para uso honroso e outro para uso desonroso?
22 ପରମେସର୍ ମିସା ଟିକ୍ ସେନ୍ତିସେ କଲାଆଚେ । ଜେଡେବେଲେ ତାର୍ ରିସା ଆରି ବପୁ ଦେକାଇବାକେ ମନ୍ କର୍ତେ ରଇଲା, ଜେତ୍କି ଲକ୍ ତାର୍ ରିସାର୍ ଆଣ୍ଡିତେଇ ଅଦ୍ରି ନସ୍ଟ ଅଇବାକେ ରଇଲା, ସେମନର୍ ପାଇ ପରମେସର୍ ବେସି ଜିବନ୍ଦୁକାଇଲା ।
22 E que direis, se Deus, querendo mostrar a sua ira, e dar a conhecer o seu poder, suportou com muita paciência os vasos da ira, preparados para a perdição;
23 ଆରି ସେ ତାର୍ ବେସି ବଡ୍ ଡାକ୍ପୁଟା ଦେକାଇବାକେ ଆମ୍କେ ବେସି ଜିବନ୍ଦୁକାଇଲା ଆଚେ । ଆରି ଆମ୍କେ ବେସି ଆଗ୍ତୁ ସେ ବାଚି ରଇଲା ।
23 para que também desse a conhecer as riquezas da sua glória nos vasos de misericórdia, que de antemão preparou para a glória,
24 ଜନ୍ ଲକ୍ମନ୍କେ ସେ ଡାକିଆଚେ, ସେ ବିତ୍ରେ ଆମେ ମିସା ଆଚୁ । ସେଟା ଅବ୍କା ଜିଉଦିମନର୍ ବିତ୍ରେ ଅନି ନାଇ, ମାତର୍ ଜିଉଦି ନଅଇଲା ଲକ୍ମନର୍ ବିତ୍ରେଅନି ମିସା ।
24 os quais somos nós, a quem também chamou, não só dentre os judeus, mas também dentre os gentios?
25 ଏ ବିସଇନେଇ ଅସେୟ ବଇତେଇ ପରମେସର୍ କଇଆଚେ,
25 Como diz ele também em Oséias: Chamarei meu povo ao que não era meu povo; e amada à que não era amada.
26 “ଜନ୍ ଜାଗାଇ ସେମନ୍କେ କଇରଇଲୁ,
26 E sucederá que no lugar em que lhes foi dito: Vós não sois meu povo; aí serão chamados filhos do Deus vivo.
27 ଆରି ଇସ୍ରାଏଲ୍ ବିସଇନେଇ ଜିସାୟ କଇଲା ଆଚେ, “ଇସ୍ରାଏଲିୟମନ୍ ସମ୍ଦୁରର୍ ବାଲିପାରା ଅଇଲେ ମିସା, ସେମନର୍ ବିତ୍ରେଅନି କେତେଲକ୍ସେ ମୁକ୍ତି ପାଇବାଇ ।
27 Também Isaías exclama acerca de Israel: Ainda que o número dos filhos de Israel seja como a areia do mar, o remanescente é que será salvo.
28 କାଇକେବଇଲେ ମାପ୍ରୁ ଦାପ୍ରେସେ ଗୁଲାଇ ଜଗତର୍ ନିଆଇ ବିଚାର୍ କର୍ସି ।”
28 Porque o Senhor executará a sua palavra sobre a terra, consumando-a e abreviando-a.
29 ଜେନ୍ତିକି ଜିସାଇୟ ମିସା କଇରଇଲା, “ସବୁର୍ଟାନେଅନି ବପୁ ରଇବା ମାପ୍ରୁ, ଆମର୍ କେତେଟା ଲକ୍ମନ୍କେ ରକିଆ କରି ନ ରଇଲେ, ଆମର୍ ଦସା ସଦମ୍ ଆରି ଗମ୍ରାର୍ ଲକ୍ମନର୍ ପାରା ଅଇତା ।”
29 E como antes dissera Isaías: Se o Senhor dos Exércitos não nos tivesse deixado descendência, teríamos sido feitos como Sodoma, e seríamos semelhantes a Gomorra.
30 ସେଟାର୍ ପାଇ ଜିଉଦି ନଇଲାଲକ୍ମନର୍ ବିସଇନେଇ ଏଟା କଇପାରୁ, ସେମନ୍ ଦରମ୍ ଲକ୍ ବଲାଇ ଅଇବାକେ ମନ୍ କରି ନ ରଇଲାଇ ମିସା, ସେମନର୍ ବିସ୍ବାସ୍ ଲାଗି ସେମନ୍ ପର୍ମେସରର୍ ମୁଆଟେ ଦରମ୍ଲକ୍ ବଲାଇ ଅଇଲାଇ ଆଚତ୍ ।
30 Que diremos pois? Que os gentios, que não buscavam a justiça, alcançaram a justiça, mas a justiça que vem da fé.
31 ମାତର୍ ଇସ୍ରାଏଲର୍ ଲକ୍ମନ୍ ନିୟମ୍ ଆନିକରି ପର୍ମେସରର୍ ମୁଆଟେ ଦରମ୍ ଲକ୍ ବଲାଇ ଅଇବାକେ ବେସି ଚେସ୍ଟା କଲାଇ, ମାତର୍ ନାପାର୍ଲାଇ ।
31 Mas Israel, buscando a lei da justiça, não atingiu esta lei.
32 କାଇକେ ନାପାର୍ଲାଇ ? କାଇକେବଇଲେ ସେମନ୍ ପର୍ମେସର୍କେ ବିସ୍ବାସ୍ ନ କର୍ତେ ନିୟମ୍ ମାନ୍ବାକେ ଚେସ୍ଟା କଲାଇ ଆରି ତାର୍ ମୁଆଟେ ଦରମ୍ ବଲାଇ ଅଇବାକେ ବାବ୍ଲାଇ । ଏଟାର୍ଲାଗି ବାଟେ ଗାଡିରଇବା ବଡ୍ ପାକ୍ନାଟାନେ ଟେସାଇଅଇଲା ଲକ୍ମନର୍ପାରା ଅଇଗାଲା ।
32 Por que? Porque não a buscavam pela fé, mas como que pelas obras; e tropeçaram na pedra de tropeço;
33 ଜେନ୍ତିକି ସାସ୍ତରେ ଲେକାଆଚେ,
33 como está escrito: Eis que eu ponho em Sião uma pedra de tropeço; e uma rocha de escândalo; e quem nela crer não será confundido.
Atalhos do teclado
- Capítulo anterior←
- Próximo capítulo→
- Versículo anteriork
- Próximo versículoj
- Limpar seleçãoEsc
- Esta ajuda?
Estude este capítulo no WhatsApp
Peça à IA da Bíblia Fala para explicar Romanos 9, comparar traduções ou montar um estudo — tudo direto pelo WhatsApp.