Tiago 1
ସତିଅର୍ ବାଟ୍ (DSO) vs NVI
1 ମୁଇ ଜାକୁବ ମାପ୍ରୁ ଜିସୁକିରିସ୍ଟ ଆରି ବାବା ପର୍ମେସରର୍ ଗଟେକ୍ ଗତିଦାଙ୍ଗ୍ଡା ।
1 Tiago, servo de Deus e do Senhor Jesus Cristo, às doze tribos dispersas entre as nações: Saudações.
2 ଏ ମର୍ ବାଇବଇନିମନ୍ ଜିବନ୍ ବିତାଇଲାବେଲେ ତମର୍ ବିସ୍ବାସ୍ ଡାଁଟ୍ ଆଚେ କି ନାଇ ବଲି, ଜେତ୍କି ଦୁକ୍ କସ୍ଟର୍ ପରିକା ଆଇଲେ, ଏଟା ଗଟେକ୍ ନିକ କରମର୍ ବିସଇ ବଲି ଏତାଆ ।
2 Meus irmãos, considerem motivo de grande alegria o fato de passarem por diversas provações,
3 କାଇକେବଇଲେ, ଏନ୍ତାରି ଦୁକ୍ କସ୍ଟ ଆଇଲେ ତମର୍ ବିସ୍ବାସ୍ ପରିକାକରି ଡାଁଟ୍ ଆଚେବଲି ଦେକାଇସି । ଆରି ମୁରଚ୍ବାଟା ଅଦିକ୍ ଅଦିକ୍ ଅଇସି ବଲି ତମେ ଜାନିଆଚାସ୍ ।
3 pois vocês sabem que a prova da sua fé produz perseverança.
4 ତମେ ସାରାସାରିଜାକ ମୁର୍ଚିକରି ରଇଲେ, କାଇ ବିସଇଟାନେ ମିସା ଉନା ନ ଅଇକରି ପୁରାପୁରୁନ୍ ସିଦ୍ ଅଇସା ।
4 E a perseverança deve ter ação completa, a fim de que vocês sejam maduros e íntegros, sem lhes faltar coisa alguma.
5 ମାତର୍ ତମର୍ ବିତ୍ରେ ଜଦି କାକେ ଗିଆନ୍ ଉନା ରଇ, ଗିଆନ୍ ପାଇବାର୍ଆଲେ ପର୍ମେସର୍କେ ମାଙ୍ଗା । ସେ ତାର୍ ଆତ୍ ମେଲାକରି, ଦସ୍ ନ ଦାରି ସବୁକେ ଦାନ୍ କର୍ସି ।
5 Se algum de vocês tem falta de sabedoria, peça-a a Deus, que a todos dá livremente, de boa vontade; e lhe será concedida.
6 ମାତର୍ ସେ ଅଇସି କି ନ ଅଏ ବଲିକରି ନ ବାବି, ବିସ୍ବାସର୍ ସଙ୍ଗ୍ ପାର୍ତନା କର୍ବାର୍ଆଚେ । କାଇକେ ବଇଲେ ଜେ ଅଇସି କି ନ ଅଏ ବଲିକରି ବାବ୍ସି, ସେ ପବନ୍ସଙ୍ଗ୍ ଇଣ୍ଡ୍ତେ ରଇବା ସମ୍ଦୁରର୍ ଉଲ୍କା ପାନି ପାରା ଗଟେକ୍ ଲକ୍ ।
6 Peça-a, porém, com fé, sem duvidar, pois aquele que duvida é semelhante à onda do mar, levada e agitada pelo vento.
7 ସେ ରକାମ୍ ଲକ୍ ମାପ୍ରୁର୍ ଟାନେଅନି କାଇଟା ଆଲେ ପାଇବି ବଲିକରି ଆସା ନ କର ।
7 Não pense tal homem que receberá coisa alguma do Senhor;
8 ସେ ତା, ଦୁଇମନିଆ ଲକ୍, ସେ କର୍ବା ସବୁ କାମ୍ଟାନେ ତବିର୍ ନ ରଏ ।
8 é alguém que tem mente dividida e é instável em tudo o que faz.
9 ଗଟେକ୍ କାକୁର୍ତି ଅଇ ରଇବା ବିସ୍ବାସି ବାଇକେ ପର୍ମେସର୍ ସାଉକାର୍ କଲେ ସେ ସାର୍ଦା ଅ ।
9 O irmão de condição humilde deve orgulhar-se quando estiver em elevada posição.
10 ସେନ୍ତାରିସେ ଗଟେକ୍ ସାଉକାର୍ ବିସ୍ବାସିକେ ସେ ଅର୍କିତ୍ କଲେ, ସେ ମିସା ସାର୍ଦା ଅ । କାଇକେବଇଲେ ସାଉକାର୍ ଲକ୍ ପଦାର୍ ଗାଁସର୍ ପୁଲ୍ ପାରା ଜାଉଁଲି ଜାଇସି ।
10 E o rico deve orgulhar-se se passar a viver em condição humilde, porque passará como a flor do campo.
11 ଜେନ୍ତି କି ବେଲ୍ ଉଦିକରି ବେସି ତାତିକଲେ ଗାଁସ୍ ସୁକିଜାଇସି, ତାର୍ ପୁଲ୍ ଜଡିଜାଇସି ଆରି ତାର୍ ବାନିମୁର୍ତି ନସି ଜାଇସି । ସେନ୍ତାରିସେ, ସାଉକାର୍ ଲକ୍ମନ୍ କାମ୍ କରି କରି ମରିଜିବାଇ ।
11 Pois o sol se levanta, traz o calor e seca a planta; cai então a sua flor, e é destruída a beleza da sua aparência. Da mesma forma o rico murchará em meio aos seus afazeres.
12 ଜନ୍ ଲକ୍ମନ୍ ପରିକା ଆଇଲେ ମିସା ମୁର୍ଚି କରି ରଇବାଇ, ସେମନ୍ କେଡେକ୍ ନିକ କରମର୍ ଲକ୍ । କାଇକେବଇଲେ ସେ ସବୁ ପରିକାଇ ସେମନ୍ ଡାଁଟ୍ ସଙ୍ଗ୍ ଟିଆଅଇଲାପଚେ, ପୁରୁସ୍କାର୍ ପାଇବାଇ । ପର୍ମେସର୍ ତାର୍ ନିଜର୍ ଲକ୍ମନ୍କେ ଜନ୍ ଜିବନର୍ ମୁକୁଟ୍ ଦେବାକେ ସପତ୍ କଲାଆଚେ, ସେମନ୍ ସେଟା ପୁରୁସ୍କାର୍ ଇସାବେ ମିଲାଇବାଇ ।
12 Feliz é o homem que persevera na provação, porque depois de aprovado receberá a coroa da vida que Deus prometeu aos que o amam.
13 କାକେ ମିସା ଦୁକ୍କସ୍ଟ ପାଇବା ପରିକା ଆଇଲେ, ଏ ପରିକା ପର୍ମେସର୍ ପାଟାଇଆଚେ ବଲିକରି କଇବାର୍ ନାଇ । କାଇକେବଇଲେ ପର୍ମେସର୍କେ କେ ମିସା ପରିକାକରି ନାପାରେ । ଆରି ସେ ନିଜେ କାକେ ପରିକା ନ କରେ ।
13 Quando alguém for tentado, jamais deverá dizer: "Estou sendo tentado por Deus". Pois Deus não pode ser tentado pelo mal, e a ninguém tenta.
14 ମାତର୍ ଗଟେକ୍ ଲକର୍ କରାପ୍ ଗୁନ୍ଚଲନ୍ ତାକେ ପରିକା କରାଇ ଅଇବାକେ ଡାକିନେଇସି ।
14 Cada um, porém, é tentado pela própria cobiça, sendo por esta arrastado e seduzido.
15 ତାର୍ପଚେ ତାର୍ କାରାପ୍ ଗୁନ୍ଚଲନେଅନି ପାପ୍ ବାରଇସି । ଆରି ପାପ୍ ଅଦିକ୍ ଅଦିକ୍ ବଡିଜାଇକରି ମରନ୍ ଆଇସି ।
15 Então a cobiça, tendo engravidado, dá à luz o pecado; e o pecado, após ter-se consumado, gera a morte.
16 ଏ ମର୍ ଆଲାଦର୍ ବାଇବଇନିମନ୍, ତମେ ନାଡାଇଉଆ ନାଇ ।
16 Meus amados irmãos, não se deixem enganar.
17 ସବୁ ନିକ ଆରି ସିଦ୍ ରଇବା ଦାନ୍ ପର୍ମେସର୍ ଦେଲା ଆଚେ । ବାଦ୍ଲେ ଉଜଲ୍ ଅଇବା ସବୁଜାକ ସେ ତିଆର୍କଲା ଆଚେ । ସେଟାମନ୍ ବାଦ୍ଲେ ବୁଲ୍ବାବେଲେ ବାଦଲ୍ସି ଆରି ଚାଇଁ ଏନେତେନେ ଅଇସି । ମାତର୍ ପର୍ମେସର୍ ଅଲପ୍ ମିସା ସେନ୍ତାରି ନ କରେ ।
17 Toda boa dádiva e todo dom perfeito vêm do alto, descendo do Pai das luzes, que não muda como sombras inconstantes.
18 ତାର୍ ସତ୍ ବାକିଅ ଆମ୍କେ ଜାନାଇକରି ତାର୍ତେଇଅନି ଆମ୍କେ ଜିବନ୍ ଦେବାକେ ସେ ମନ୍ କଲା । ଜେତ୍କି ସବୁ ବିସଇ ସେ ତିଆର୍କଲା ମିସା ଆମେ ଅବ୍କା ତାର୍ପାଇସେ ଅଇବାକେ ସେ ମନ୍ କଲା ।
18 Por sua decisão ele nos gerou pela palavra da verdade, para que sejamos como que os primeiros frutos de tudo o que ele criou.
19 ଏ ମର୍ ଆଲାଦର୍ ବାଇବଇନିମନ୍, ମନେ ରକିରୁଆ । ତମେ ଆଗ୍ତୁ ନିକକରି ସୁନା । ମାତର୍ ବାବିଚିନ୍ତିକରି କାତା କୁଆ । ଦାପ୍ରେ ରିସା ଉଆନାଇ ।
19 Meus amados irmãos, tenham isto em mente: Sejam todos prontos para ouvir, tardios para falar e tardios para irar-se,
20 କାଇକେବଇଲେ ମୁନୁସର୍ ରିସାର୍ ଲାଗି ପର୍ମେସର୍ ସୁକଲ୍ସଙ୍ଗ୍ ଜଜ୍ନା କଲାଟା ନସିଜାଇସି ।
20 pois a ira do homem não produz a justiça de Deus.
21 ସେଟାର୍ ପାଇ ତମର୍ ଚଲାଚଲ୍ତି ଟାନେଅନି ବାରଇବା ସବୁ ରକାମର୍ କାରାପ୍ ଅବିଆସ୍ ଚାଡିଦିଆସ୍ । ପର୍ମେସର୍କେ ନିଜର୍ ମନ୍ ସର୍ପି ଦିଆସ୍ । ତମର୍ ମନ୍ ବିତ୍ରେ ସେ ଜନ୍ ବାକିଅ ରପିଆଚେ ସେଟାକେ ଦିଆନ୍ ଦିଆ । ସେ ବାକିଅ ତମ୍କେ ରକିଆ କର୍ସି ।
21 Portanto, livrem-se de toda impureza moral e da maldade que prevalece, e aceitem humildemente a palavra implantada em vocês, a qual é poderosa para salvá-los.
22 ବାକିଅ ଜନ୍ଟା କରା ବଲି କଇଲାନି, ସେଟା କରା । ଅବ୍କା ସୁନିକରି ରଇବା ଲକ୍ମନର୍ପାରା ଉଆ ନାଇ । ଏନ୍ତାରିକଲେ ତମେ ନିଜେ ନାଡାଇ ଅଇଲାସ୍ନି ।
22 Sejam praticantes da palavra, e não apenas ouvintes, enganando-se a si mesmos.
23 ଜନ୍ଲକ୍ ପର୍ମେସରର୍ ବାକିଅ ଅବ୍କା ସୁନ୍ସି, ମାତର୍ ତେଇର୍ କାତା ନ ନାମେ, ସେ ତାର୍ ମୁଏ ରଇବା ଆର୍ଲା, ଦର୍ପନେ ଦେକ୍ବା ଲକ୍ ପାରା ।
23 Aquele que ouve a palavra, mas não a põe em prática, é semelhante a um homem que olha a sua face num espelho
24 ସେ ନିକ କରି ନିଜର୍ ଚାଁଇ ଦେକି ଅଇତେରଇସି । ମାତର୍ ତେଇଅନି ଉଟିଗାଲା ପଚେ ତାର୍ ବାନିମୁର୍ତି ପାସ୍ରି ଜାଇସି ।
24 e, depois de olhar para si mesmo, sai e logo esquece a sua aparência.
25 ମାତର୍ ମୁନୁସର୍ ମୁକ୍ତି ପାଇ ଗଟେକ୍ ପୁରାପୁରୁନ୍ ନିୟମ୍ ଆଚେ । ଜେ ସେ କାତା ସୁନିକରି ନ ପାସ୍ରେ, ଆରି ତାର୍ଲାଗି ସବୁ ମନ୍ପରାନ୍ ଦେଇକରି ନିଜର୍ ଜିବନ୍ତେଇ ମାନିକରି ରଇସି ବଇଲେ ପର୍ମେସର୍ ତାର୍ କରିରଇବା ସବୁ କାମ୍ ମଙ୍ଗଲ୍ କର୍ସି ।
25 Mas o homem que observa atentamente a lei perfeita que traz a liberdade, e persevera na prática dessa lei, não esquecendo o que ouviu mas praticando-o, será feliz naquilo que fizer.
26 କେ ଜଦି ମୁଇ ନିଜେ ଗଟେକ୍ ଦରମ୍ ଲକ୍ ବଲି ବାବ୍ଲାନି, ସେ ଜଦି ତାର୍ ନିଜର୍ ଜିବ୍ ଜାଗର୍ତା କରେ ନାଇ, ସେ ନିଜେ ଆକା ନାଡାଇ ଅଇଲାନି । ତାର୍ ରିତିନିତି କର୍ବାଟା ଚୁଚାଆଇସେ ।
26 Se alguém se considera religioso, mas não refreia a sua língua, engana-se a si mesmo. Sua religião não tem valor algum!
27 ପର୍ମେସର୍ ଦେକ୍ବା ଇସାବେ ଜନ୍ ରିତିନିତି ସତ୍ ଆରି ନିକ, ସେଟା ଅଇଲାନି ଦୁକେ ରଇବା ଟୁରାଟୁରି ପିଲାମନ୍ ଆରି ରାଣ୍ଡିଜୁଣ୍ଡିମନର୍ ଜତନ୍ କର୍ବାଟା । ପଚେ ଜଗତର୍ ଜଞ୍ଜାଲେଅନି ମୁକଲ୍ବାଟା, ଜେନ୍ତାରିକି ସେ ସବୁ ତାକେ ନ ନସାଏ ।
27 A religião que Deus, o nosso Pai aceita como pura e imaculada é esta: cuidar dos órfãos e das viúvas em suas dificuldades e não se deixar corromper pelo mundo.
Atalhos do teclado
- Capítulo anterior←
- Próximo capítulo→
- Versículo anteriork
- Próximo versículoj
- Limpar seleçãoEsc
- Esta ajuda?
Estude este capítulo no WhatsApp
Peça à IA da Bíblia Fala para explicar Tiago 1, comparar traduções ou montar um estudo — tudo direto pelo WhatsApp.