Tiago 2
ସତିଅର୍ ବାଟ୍ (DSO) vs NVI
1 ଏ ବାଇବଇନିମନ୍ ଆମର୍ ଡାକ୍ପୁଟା ମାପ୍ରୁ ଜିସୁ କିରିସ୍ଟକେ ବିସ୍ବାସ୍ କଲାର୍ଲାଗି, ଲକ୍ମନର୍ ଅଲ୍ଗା ପିନ୍ଦାଅଡା ଦେକିକରି, ନିଜର୍ ଚଲାଚଲ୍ତି ବାଦ୍ଲାଇବାଟା ଟିକ୍ ନାଇ ।
1 Meus irmãos, como crentes em nosso glorioso Senhor Jesus Cristo, não façam diferença entre as pessoas, tratando-as com favoritismo.
2 ଜଦି ସବାଇ ଗଟେକ୍ ଲକ୍ ସୁନାର୍ ମୁନ୍ଦି ଆରି ଜକ୍ମକି ଜାଇତେରଇବା ବସ୍ତର୍ ପିନ୍ଦିକରି ତମର୍ଲଗେ ଆଇସି, ଆରି ଗଟେକ୍ ଲକ୍ ମୁର୍କି ରଇ ଚିର୍ବୁର୍ଅଇରଇବା ବସ୍ତର୍ ପିନ୍ଦିକରି ଆଇସି ।
2 Suponham que na reunião de vocês entre um homem com anel de ouro e roupas finas, e também entre um homem pobre com roupas velhas e sujas.
3 ଆରି ତମେ ସୁନ୍ଦର୍ ବସ୍ତର୍ ପିନ୍ଦିଆସି ରଇବା ଲକ୍କେ ଅଦିକ୍ ସନ୍ମାନ୍ ଦେଇକରି କଇସା, “ଆସା ଏ ନିକ କୁର୍ଚି ଉପ୍ରେ ବସା ।” ମାତର୍ ଅର୍କିତ୍ ଲକ୍କେ କଇସା “ତେଇ ଜାଇ ଟିଆ ଅ ।” ନଇଲେ “ତଲେ ବସ୍ ।” ବଲିକରି କଇସୁ ।
3 Se vocês derem atenção especial ao homem que está vestido com roupas finas e disserem: "Aqui está um lugar apropriado para o senhor", mas disserem ao pobre: "Você, fique de pé ali", ou: "Sente-se no chão, junto ao estrado onde ponho os meus pés",
4 ସେନ୍ତାର୍ ଆଲେତା ତମେ ନିଜର୍ ନିଜର୍ ବିତ୍ରେ ବଡ୍ସାନ୍ ବଲିକରି ଅଲ୍ଗା ଇସାବେ ଦେକ୍ଲାସ୍ନି । ଆରି କାରାପ୍ ଇସାବେ ମୁ ଦେକି, ବିଚାର୍ କଲାସ୍ନି ।
4 não estarão fazendo discriminação, fazendo julgamentos com critérios errados?
5 ଏ ମର୍ ଆଲାଦର୍ ମଇତର୍ମନ୍ ସୁନା, ପର୍ମେସର୍ ଏ ଜଗତର୍ ଅର୍କିତ୍ ଲକ୍ମନ୍କେ ବାଚି ଆଚେ । ସେମନ୍ ତାକେ ବିସ୍ବାସ୍ କର୍ବାଇ ଆରି ତାର୍ ରାଇଜେ କେଟ୍ବାଇ । ତାକେ ଆଲାଦ୍କର୍ବା ସବୁ ଲକ୍କେ ସେ ରାଇଜ୍ ଦେବିବଲି କାତା ଦେଏ ନାଇ କି ?
5 Ouçam, meus amados irmãos: não escolheu Deus os que são pobres aos olhos do mundo para serem ricos em fé e herdarem o Reino que ele prometeu aos que o amam?
6 ମାତର୍ ତମେ ଅର୍କିତ୍ ଲକ୍ମନ୍କେ ସନ୍ମାନ୍ ଦିଆସ୍ ନାଇ । ସାଉକାର୍ ଲକ୍ମନ୍ସେ ତମ୍କେ କସ୍ଟ ଦେଲାଇନି । ସେମନ୍ସେ ତମ୍କେ ବିଚାର୍ନା ଜାଗାଇ ଜିକି ନେଲାଇନି ।
6 Mas vocês têm desprezado o pobre. Não são os ricos que oprimem vocês? Não são eles os que os arrastam para os tribunais?
7 ତମ୍କେ ଜନ୍ ନାଉଁ ଜିସୁ କିରିସ୍ଟ ଦିଆଅଇଆଚେ, ସେ ନାଉଁ ନେଇକରି ନିନ୍ଦା କଲାଇନି ।
7 Não são eles que difamam o bom nome que sobre vocês foi invocado?
8 ନିଜ୍କେ ଆଲାଦ୍ କଲାପାରା ବିନ୍ ଲକ୍ମନ୍କେ ଆଲାଦ୍ କରା । ସାସ୍ତରେ ଲେକା ଅଇରଇଲାପାରା ପର୍ମେସରର୍ ରାଇଜର୍ ଏ ନିୟମ୍ ଜଦି ତମେ ମାନ୍ସା, ସେନ୍ତାର୍ ଆଲେ ଟିକ୍ କଲାସ୍ନି ।
8 Se vocês de fato obedecerem à lei real encontrada na Escritura que diz: "Ame o seu próximo como a si mesmo", estarão agindo corretamente.
9 ମାତର୍ ତମେ ଜଦି ବଡ୍ ସାନ୍ ଦେକ୍ଲାସ୍ନି, ପାପ୍ କଲାସ୍ନି । ଆରି ସେ ରିତିନିତିର୍ ଲାଗି ଦସି ବଲାଇ ଅଇଲାସ୍ନି ।
9 Mas se tratarem os outros com favoritismo, estarão cometendo pecado e serão condenados pela Lei como transgressores.
10 କାଇକେବଇଲେ ଜେ ମିସା ସବୁ ନିଅମ ମାନିକରି ଗଟେକ୍ ନିୟମ୍ ଚାଡିଦେଲେ, କାଇ ନିୟମ୍ ନ ମାନ୍ଲା ଲକର୍ ପାରା ଦସିଅଇ ଡଣ୍ଡ୍ ପାଇସା ।
10 Pois quem obedece a toda a Lei, mas tropeça em apenas um ponto, torna-se culpado de quebrá-la inteiramente.
11 କାଇକେବଇଲେ ପର୍ମେସର୍ କଇଲାଆଚେ “ତମେ ବେସିଆ କାମ୍ କର୍ବାର୍ନାଇ, ଆରି ନର୍ ମାର୍ବାର୍ ନାଇ” ବଲିକରି । ତେବେ ତମେ ଜଦି ବେସିଆ କାମ୍ ନ କରି, ଲକ୍ମନ୍କେ ମାର୍ସା, ତେବେ ତାର୍ ନିଅମ୍ ମାନାସ୍ ନାଇ ।
11 Pois aquele que disse: "Não adulterarás", também disse: "Não matarás". Se você não comete adultério, mas comete assassinato, torna-se transgressor da Lei.
12 ପର୍ମେସର୍ ବିଚାର୍ନା କର୍ସି ବଲି ଜାନିକରି ସେନ୍ତାରି କାତା କଇ କାମ୍ କରି ଦେକାଆ । ଜନ୍ ନିୟମ୍ ଆମ୍କେ ମୁକ୍ଲାଇସି, ସେ ନିୟମ୍ ଇସାବେ ଆମ୍କେ ବିଚାର୍ନା କର୍ସି ।
12 Falem e ajam como quem vai ser julgado pela lei da liberdade;
13 କାଇକେବଇଲେ ଜନ୍ଲକ୍ ବିନ୍ ଲକ୍କେ ଦୟା ନ ଦେକାଏ, ପର୍ମେସର୍ ବିଚାର୍ନା କର୍ବାବେଲେ ତାକେ ମିସା ଦୟା ନ ଦେକାଏ । ଜନ୍ ଲକ୍ମନ୍ ବିନ୍ ଲକ୍ମନ୍କେ ଦୟା କରିଆଚେ, ସେମନ୍ ବିଚାର୍ନାଟାନେ ଡର୍ବାର୍ ନାଇ ।
13 porque será exercido juízo sem misericórdia sobre quem não foi misericordioso. A misericórdia triunfa sobre o juízo!
14 ଏ ମର୍ ବାଇବଇନିମନ୍, ଜଦି ଗଟେକ୍ ଲକ୍ ମୁଇ ବିସ୍ବାସ୍ କଲିନି ବଲି କଇସି । ମାତର୍ ତାର୍ କାମ୍ କଲାଟାନେ ସେଟା ନ ଡିସେ ବଇଲେ, ତାର୍ ପାଇ କାଇ ମୁଲିଅ ନାଇ । ଏନ୍ତାରି ବିସ୍ବାସ୍ ତାକେ କାଇ ମୁକ୍ତି ଦେଇ ନାପାରେ ।
14 De que adianta, meus irmãos, alguém dizer que tem fé, se não tem obras? Acaso a fé pode salvá-lo?
15 ଜଦି ଗଟେକ୍ ବିସ୍ବାସି ବାଇ କି ବଇନିକେ, ସେ ଦିନର୍ ପାଇ କାଇବାକେ କି ପିନ୍ଦ୍ବାକେ ନ ରଇଲେ,
15 Se um irmão ou irmã estiver necessitando de roupas e do alimento de cada dia
16 ତମର୍ ବିତ୍ରେ କେଆଲେ ଗଟେକ୍ ଲକ୍ ତାର୍ ଲଗେ ଜାଇ, ତକେ ପେଟ୍କେ କାଦି ଆରି ଗାଗଡ୍କେ ଲୁଗା ମିଲ ବଲି କଇସା । ତମେ ତାକେ ଲଡାକେ ଲାଗ୍ବାଟା ନ ଦେଇ ଏନ୍ତାରି କଇଲେ କାଇ ଲାବ୍ ?
16 e um de vocês lhe disser: "Vá em paz, aqueça-se e alimente-se até satisfazer-se", sem porém lhe dar nada, de que adianta isso?
17 ସେନ୍ତାରିସେ ଗଟେକ୍ ବିସ୍ବାସ୍ କର୍ବା ଲକ୍ ତାର୍ ବିସ୍ବାସ୍ ସଙ୍ଗ୍ ନିକ କାମ୍ ମିସା ନ ଡିସ୍ଲେ ତାର୍ ବିସ୍ବାସ୍ ମରିଗାଲା ଆଚେ ।
17 Assim também a fé, por si só, se não for acompanhada de obras, está morta.
18 ମାତର୍ କେ ଆଲେ ମକେ କଇସି, ଗଟେକ୍ ଲକର୍ ବିସ୍ବାସ୍ ଆଚେ ଆରି ଗଟେକ୍ ଲକର୍ ନିକ କାମ୍ ଆଚେ, ମୁଇ ତାକେ କଇବି ନିକ କାମ୍ ଚାଡି, ଗଟେକ୍ ଲକ୍କେ କେନ୍ତି ବିସ୍ବାସ୍ ଅଇସି ? । ଅବ୍କା ବିସ୍ବାସ୍ କର୍ତେରଇବା ଲକ୍ ରଇଲେ ମକେ ଦେକାଆ । ମର୍ କର୍ବା ନିକ କାମ୍ ସଙ୍ଗ୍ ମର୍ ବିସ୍ବାସ୍ ମୁଇ ଦେକାଇବି ।
18 Mas alguém dirá: "Você tem fé; eu tenho obras". Mostre-me a sua fé sem obras, e eu lhe mostrarei a minha fé pelas obras.
19 ପର୍ମେସର୍ ଗଟେକ୍ସେ ଆଚେବଲି ତମେ ବିସ୍ବାସ୍ କଲାସ୍ନି, ସେଟା ନିକ । ଡୁମାମନ୍ ମିସା ସେନ୍ତାରି ବିସ୍ବାସ୍ କଲାଇନି ଆରି ଡରିକରି ଗଜ୍ଗଜି ଜିବାଇ ।
19 Você crê que existe um só Deus? Muito bem! Até mesmo os demônios crêem — e tremem!
20 ମାତର୍ ଏ ନିଲ୍ଜାଇ ଲକ୍ମନ୍ ତମେ ବୁଜିନାପାରାସ୍, ଜଦି ଗଟେକ୍ ଲକ୍ ମୁଇ ବିସ୍ବାସ୍ କଲିନି, ବଲି କଇସି ଆରି ନିକ କାମ୍ ନ କରେ, ସେନ୍ତାର୍ଆଲେ ତାର୍ ବିସ୍ବାସ୍ କର୍ବାଟା ଚୁଚାଇସେ ।
20 Insensato! Quer certificar-se de que a fé sem obras é inútil?
21 ଆମର୍ ପୁର୍ବର୍ ଆନିଦାଦି ଅବ୍ରାଆମ୍ କେ ଦେକା, ପର୍ମେସର୍ ତାକେ ଦରମ୍ ଲକ୍ ବଲି ଡାକ୍ଲା । ସେଟା ତାର୍ ନିକ କାମ୍ ପାଇ । ଜେଡେବେଲେ ନିଜର୍ ପିଲା ଇସାକ୍କେ ବେଦିଟାନେ ବଲି ଦେବାବେଲେ ନେଇରଇଲା ।
21 Não foi Abraão, nosso antepassado, justificado por obras, quando ofereceu seu filho Isaque sobre o altar?
22 ତମେ ଦେକ୍ଲାସ୍ନିଜେ, ତାର୍ ବିସ୍ବାସ୍ ଆରି କରମ୍ ମିସିକରି ରଇଲା । ସେ କରିରଇବା କରମର୍ ଲାଗି ବିସ୍ବାସ୍ ସିଦ୍ ଅଇଲା ।
22 Você pode ver que tanto a fé como as suas obras estavam atuando juntas, e a fé foi aperfeiçoada pelas obras.
23 ଏଟାର୍ ଲାଗି ଦରମ୍ ସାସ୍ତରର୍ ଏ ବାକିଅ ପୁରାପୁରୁନ୍ ଅଇଲା । ଅବ୍ରାଆମ୍ ପର୍ମେସର୍କେ ବିସ୍ବାସ୍ କଲା । ତାର୍ ବିସ୍ବାସର୍ ଲାଗି ପର୍ମେସର୍ ଦେକ୍ବା ଇସାବେ ଦରମ୍ ଲକ୍ ବଲି ଏଜାଇଅଇଲା । ଆରି ଲକ୍ମନ୍ ତାକେ ପର୍ମେସରର୍ ମଇତର୍ ବଲି ଡାକିରଇଲାଇ ।
23 Cumpriu-se assim a Escritura que diz: "Abraão creu em Deus, e isso lhe foi creditado como justiça", e ele foi chamado amigo de Deus.
24 ଅବ୍କା ବିସ୍ବାସ୍ କଲେସେ ଗଟେକ୍ ଲକ୍ ଦରମ୍ ବଲି ନାମାଇଅଇ ନଏଁ, ମାତର୍ ତାର୍ କର୍ବା ନିକ କାମର୍ ଲାଗି ଅଇସି । ଏଟା ତମେ ଦେକ୍ଲାସ୍ନି ।
24 Vejam que uma pessoa é justificada por obras, e não apenas pela fé.
25 ସେନ୍ତାରିସେ ବେସିଆ ମାଇଜି ରାଆବ୍କେ ମିସା ଅଇଲା । ସେ ଇସ୍ରାଏଲର୍ ଦେକାଦେକି କର୍ବା ଲକ୍ମନ୍କେ ଡାକିନେଲା ଆରି ବିନ୍ ବାଟେ ବାରଇଜିବାକେ ସାଇଜ କଲା । ସେ ଏନ୍ତାରି କଲାକେ ପର୍ମେସର୍ ଦେକ୍ବା ଇସାବେ ଗଟେକ୍ ଦରମ୍ ଲକ୍ ବଲି ଜାନାଇଅଇଲା ।
25 Caso semelhante é o de Raabe, a prostituta: não foi ela justificada pelas obras, quando acolheu os espias e os fez sair por outro caminho?
26 ତେବେ, ଆତ୍ମା ଚାଡିଗାଲେ ଲକ୍ମନର୍ ଗାଗଡ୍ ଜେନ୍ତିକି ମଲା ସମାନ୍, ସେନ୍ତାରିସେ ନିକ କାମ୍ ନ କଲେ, ବିସ୍ବାସ୍ ମିସା ମଲା ସମାନ୍ ଆଚେ ।
26 Assim como o corpo sem espírito está morto, também a fé sem obras está morta.
Atalhos do teclado
- Capítulo anterior←
- Próximo capítulo→
- Versículo anteriork
- Próximo versículoj
- Limpar seleçãoEsc
- Esta ajuda?
Estude este capítulo no WhatsApp
Peça à IA da Bíblia Fala para explicar Tiago 2, comparar traduções ou montar um estudo — tudo direto pelo WhatsApp.