Tiago 3
ସତିଅର୍ ବାଟ୍ (DSO) vs BKJ
1 ଏ ମର୍ ବାଇବଇନିମନ୍, ତମର୍ ବିତ୍ରେ ବାକିଅ ସିକିଆ ଦେବା ଗୁରୁ ଅଦିକ୍ ଉଆ ନାଇ । ଜନ୍ଲକ୍ ବିନ୍ ଲକ୍ମନ୍କେ ସିକାଇବାଇ ସେମନ୍ ଅଦିକ୍ ଡଣ୍ଡ୍ ପାଇବାଇ, ଏଟା ଜାନିରୁଆ ।
1 Meus irmãos, muitos não sejam mestres, sabendo que receberemos maior condenação.
2 ଆମେ ସବୁ ତର୍କେତର୍ ବୁଲ୍ କଲୁନି । ମାତର୍ ଜେ ମିସା ତାର୍ କାତାବାର୍ତା କଇଲାବେଲେ ବୁଲ୍ ନ କରେ, ତେବେ ସେ ସିଦ୍ ଲକ୍ । ଆରି ସେ ତାର୍ ସବୁଜାକ ମିସା ଜାଗ୍ରତ୍କରି ସଙ୍ଗଇ ଆଚେ ।
2 Porque todos tropeçamos muitas vezes. Se algum homem não tropeça em palavra, este é um homem perfeito, e capaz também de refrear todo o corpo.
3 ଗଟେକ୍ ଗଡାର୍ ବିସଇ ବାବିଦେକୁ । ଜଦି ଗଡା ଆମର୍ କାତା ମାନ୍ବାର୍ ଆଚେ ବଇଲେ, ତାର୍ ଟଣ୍ଡେ ଲାଗନ୍ ଚାବାଇଲୁନି । ଜେନ୍ତାରିକି ଗଡାର୍ ଗୁଲାଇ ଗାଗଡ୍ ମିସା ବୁଲାଇକରି, ଆମେ ଜନ୍ବାଟେ ମନ୍ କର୍ବୁ, ସେବାଟେ ନେଲୁନି । ଗଡା ଚାଲାଉ|alt="Rider on a horse" src="lb00035c.tif" size="col" copy="Horace Knowles ©" ref="୩:୩"
3 Ora, nós colocamos freio nas bocas dos cavalos, para que possam nos obedecer; e dirigimos todo o seu corpo.
4 ସେନ୍ତାରିସେ ଗଟେକ୍ ବଡ୍ ପାନିଜାଜର୍ ବିସଇ ଚିନ୍ତା କରିଦେକା । ସେଟା ବେସି ବଡ୍ ରଇଲେ ମିସା ଜବର୍ ପବନ୍ ଆଇତେରଇଲେସେ ସେଟା ଚାଲାଇଅଇସି । ମାତର୍ ଗଟେକ୍ ଜାଜ୍ଚାଲାଉ ସାନ୍ଟା ବୁଲାଇବା ଚକା ମାରିକରି ସେ ଜନ୍ତି ମନ୍ କର୍ସି, ଜାଜ୍ ସେ ବାଟେ ଚାଲାଇ ନେଇସି ।
4 Vede também os navios que, embora sendo tão grandes, e levados por impetuosos ventos, são dirigidos com um leme bem pequeno por aquele que os governa.
5 ସେ ରକାମ୍ ଆକା ଆମର୍ ଟଣ୍ଡେ ରଇବା ଜିବ୍ ମିସା ଆମର୍ ଗାଗଡର୍ ଗଟେକ୍ ସାନ୍ ଜିନିସ୍, ମାତର୍ ଏଟା ବେସି ବଡ୍ବଡ୍ କାତା କଇସି ।
5 Assim também a língua é um pequeno membro, e gloria-se de grandes coisas. Vede quão grande bosque um pequeno fogo incendeia!
6 ସେନ୍ତାରି ଜିବ୍ ମିସା ଜଇପାରା, ଜିବ୍ ବିତ୍ରେ ମିଚ୍ଟାମନ୍ ବର୍ତିଅଇ ଆଚେ । ସେଟା ଆମର୍ ଗାଗଡ୍ ବିତ୍ରେ ବାସାଅଇ ଆଚେ । ଆମର୍ ଗୁଲାଇ ଗାଗଡ୍କେ କାରାପ୍ ଡାବିଦେଇସି । ଆମର୍ ଜିବନ୍ ଜଇଟାନେ ପଡାଇଲାପାରା ପଡାଇ ଦେଇସି । ଆରି ସେ ଜଇ ନର୍କେଅନି ଆଇସି ।
6 E a língua é um fogo; um mundo de iniquidade, assim a língua está entre os nossos membros, que contamina todo o corpo, e inflama o curso da natureza, e é inflamada pelo fogo do inferno.
7 କାଇକେବଇଲେ ସବୁ ରକାମର୍ ଡଙ୍ଗରର୍ ଜଁତ୍, ଉଡିବୁଲ୍ବାଟାମନ୍, ରାଙ୍ଗିବୁଲ୍ବାଟାମନ୍ ଆରି ପାନିତେଇ ରଇବାଟାମନ୍, ପୁର୍ବେଅନି ଲକ୍ମନ୍ ସେଟାମନ୍କେ ମାନାଇକରି ଆଚତ୍ ।
7 Porque todos os tipos de animais, e de aves, e de serpentes, e de coisas do mar, é domado e domado pela humanidade;
8 ମାତର୍ ଏବେଜାକ ଜିବ୍କେ କେ ମିସା ମାନାଅତ୍ ନାଇ । ତେଇ କାରାପ୍ ବିସଇ ପୁରୁନ୍ ଅଇଆଚେ । ସେ ତାର୍ ନିଜର୍ ମନ୍ କର୍ବା ଇସାବେ ଜାଇସି । ଆରି ମରନ୍ ଡାକିଆନ୍ବା ବିସ୍ ବର୍ତି ଅଇଆଚେ ।
8 mas a língua nenhum homem pode domar. É um mal indisciplinado, cheio de veneno mortal.
9 ଆମେ ଜିବ୍ ସଙ୍ଗ୍ ମାପ୍ରୁକେ ଆରି ବାବା ପରମେସର୍କେ ଦନିଅବାଦ୍ ଦେଲୁନି ଆରି ଏ ଜିବ୍ସଙ୍ଗ୍ ପର୍ମେସର୍ ତାର୍ପାରା ତିଆର୍ କରିରଇବା ମୁନୁସ୍କେ ସାଇପ୍ ଦେଲୁନି ।
9 Com ela bendizemos a Deus, e Pai, e com ela amaldiçoamos os homens, que foram feitos à semelhança de Deus.
10 ଗଟେକ୍ ଟଣ୍ଡେଅନିସେ ଦନିଅବାଦ୍ ଦେବାଟା ଆରି ସାଇପ୍ ଦେବାଟା ବାରଇସି । ମର୍ ବାଇବଇନିମନ୍, ଏନ୍ତାରି ଅଇବାଟା ଟିକ୍ ନଏଁ ।
10 De uma mesma boca procedem bênção e maldição. Meus irmãos, não convém que estas coisas sejam assim.
11 ଗଟେକ୍ ଚୁଆବିଲେଅନି, ଗଲାପାନି ଆରି ନିର୍ମଲ୍ପାନି ବାରଇସି କି ? ନାଇ, ନ ବାରଏ ।
11 Porventura de alguma fonte, de um mesmo local, jorram água doce e água amarga?
12 ଏ ମର୍ ବାଇବଇନିମନ୍, ଡୁମ୍ରିଗଚେ ଜିତ୍ପଲ୍ ନ ପଲେ କି କାଇ ଅଙ୍ଗୁର୍ ମାଲେ ଡୁମ୍ରି ନ ପଲେ । ସେନ୍ତାରିସେ ଗଟେକ୍ ଗଲାପାନି ବାରଇବା ଚୁଆଇ ଅନି ନିର୍ମଲ୍ ପାନି ନ ବାରଏ ।
12 Pode a figueira, meus irmãos, carregar bagas de azeitonas, ou uma videira figos? Assim como nenhuma fonte pode produzir água salgada e doce.
13 ତମର୍ ବିତ୍ରେ ଗିଆନି ଆରି ବୁଲ୍ଟିକ୍ ବଲି କଇବା ଲକ୍ ଆଚତ୍ କି ? ତାର୍ ନିକକରି ଜିଇବାକାଇବାଟାନେଅନି ସେଟା ଦେକାଅ । ତାର୍ ଜିବନେ, ଗଟେକ୍ ଗିଆନ୍ ରଇବା ଲକର୍ ଇସାବେ, ସବୁବିସଇ ସୁଆଲେ କଲାଆଚେ ବଲି ଦେକାଅ ।
13 Quem é o homem sábio e dotado de conhecimento entre vós? Que mostre pelo seu bom comportamento as suas obras com a mansidão da sabedoria.
14 ଜଦି ତମର୍ ମନ୍ବିତ୍ରେ ଇଁସାତଲା, କପ୍ଦାର୍ବାଟା ଆରି ସବୁବେଲେ ନିଜର୍ ବିସଇ ଚିନ୍ତା କର୍ବାଟା ରଇସି, ସେନ୍ତାର୍ଆଲେ ସେ ବିସଇଟାନେ ବଡ୍ପନ୍ ଉଆନାଇ । ଆରି ସତ୍ ବିସଇ ବୁଲ୍ ଆଚେବଲି କୁଆ ନାଇ ।
14 Mas, se tendes uma amarga inveja, e contenda em vossos corações, não vos glorieis, nem mintais contra a verdade.
15 ଏନ୍ତାରି ଗିଆନ୍ ପର୍ମେସରର୍ ଟାନେଅନି ନ ଆସେ । ସେଟା ଜଗତେଅନି ଆଇସି । ପର୍ମେସରର୍ ଆତ୍ମା ନ ରଇବାଟାନେ ଅନି ଆଇସି । ଆରି ସେଟା ସଇତାନର୍ ଗିଆନେ ଅନି ଆଇସି ।
15 Esta sabedoria não desce do alto, mas é terrena, sensual e diabólica.
16 ଜନ୍ ଜାଗାଇ ଲକ୍ମନର୍ ବିତ୍ରେ ଇଁସା, ଆରି ନିଜର ବିସଇସେ ଚିନ୍ତା କର୍ବାଟା ରଇଲେ, ସେ ଜାଗାଇ ଲାଗାଲାଗି ଆରି ସବୁ ରକାମର୍ କାରାପ୍ କାମ୍ ରଇସି ।
16 Porque onde há inveja e contenda, aí há confusão e toda a obra do mal.
17 ମାତର୍ ପର୍ମେସର୍ ସିକାଇବା ଗିଆନ୍ ଜନ୍ଲକ୍ମନ୍କେ ଆଚେ, ତାକର୍ ଗୁନ୍ଚଲନେ ସେମନ୍ ସୁକଲ୍ ଅଇରଇବାଇ, ସାନ୍ତିସଙ୍ଗ୍ ରଇବାଇ, ସୁଆଲେ ରଇବାଇ, ଦୟା ଦେକାଇବାଇ, ଜିବନ୍ଦୁକାଇବାଇ ଆରି ତାକର୍ ସବୁ କାମ୍ ନିକ ରଇସି । ସେମନ୍ ଲକ୍ମନ୍କେ ବଡ୍ ସାନ୍ ଇସାବେ ନ ଦେକତ୍ ଆରି ଚଲାନିକାତା ନ କଅତ୍ ।
17 Mas a sabedoria que vem do alto é, primeiramente pura, depois pacífica, gentil, e fácil de ser invocada, cheia de misericórdia e de bons frutos, sem parcialidade, e sem hipocrisia.
18 ଜନ୍ ଲକ୍ମନ୍ ସାନ୍ତିର୍ପାଇ କାମ୍ କର୍ବାଇ, ସାନ୍ତି ସଙ୍ଗ୍ ରଇକରି ଦରମର୍ ବିଅନ୍ ବୁନ୍ବାଇ, ସେନ୍ତାରି ଲକ୍ମନ୍ ପର୍ମେସର୍ ଦେକ୍ବା ଇସାବେ, ନିକ କାମର୍ ଦାନ୍ କାଟ୍ବାଇ ।
18 E o fruto da justiça é semeado na paz daqueles que praticam a paz.
Atalhos do teclado
- Capítulo anterior←
- Próximo capítulo→
- Versículo anteriork
- Próximo versículoj
- Limpar seleçãoEsc
- Esta ajuda?
Estude este capítulo no WhatsApp
Peça à IA da Bíblia Fala para explicar Tiago 3, comparar traduções ou montar um estudo — tudo direto pelo WhatsApp.