Tiago 4
ସତିଅର୍ ବାଟ୍ (DSO) vs BKJ
1 ତମର୍ ବିତ୍ରେ ମାରାମାରି ଆରି ଲାଗାଜଡା କାଇକେ ଆଇଲାନି ? ତମର୍ ମନ୍ବିତ୍ରେ ଡସିରଇବା କାରାପ୍ ମନ୍କଲାଟା ଉଟିକରି ତମର୍ ବିତ୍ରେ ଜୁଜ୍ଲାନି, ଏଟାର୍ ଲାଗି ଏନ୍ତାରି ଅଇଲାନି । ସେଟାର୍ପାଇ ଗଟେକ୍ ଲକ୍ ଆରିଗଟେକ୍ ଲକର୍ ସଙ୍ଗ୍ ଲାଗ୍ଲାସ୍ନି ।
1 De onde vêm as guerras e brigas entre vós? Porventura não vêm disto, das concupiscências que guerreiam nos vossos membros?
2 କାଇକେବଇଲେ ତମେ ଜନ୍ଟା ମିଲାଇବାକେ ମନ୍ କଲାସ୍ନି, ସେଟା ମିଲାଇ ନାପାର୍ଲେ, ମରାଇବାକେ ମନ୍କଲାସ୍ନି । ଜନ୍ଟା ମିଲାଇବାକେ ବେସି ମନ୍ ଅଇଲାନି, ସେଟା ମିଲାଇବାକେ ତମ୍କେ ବପୁନାଇ । ସେଟାର୍ପାଇ ତମର୍ତମର୍ ବିତ୍ରେ ଲାଗାଜଡା ଅଇ ମାରାମାରି ଅଇଲାସ୍ନି । ତମେ ପର୍ମେସର୍କେ ମାଙ୍ଗାସ୍ ନାଇଜେ ମନ୍କଲାଟା ମିଲାଇ ନା ପାର୍ଲାସ୍ନି ।
2 Cobiçais, e nada tendes; matais, e desejais ter, e não podeis obter; combateis e guerreais, e nada tendes, porque não pedis.
3 ତମେ ମାଙ୍ଗ୍ତେରଇସା, ମାତର୍ ସେ ତମ୍କେ ଦେଏ ନାଇ । କାଇକେବଇଲେ ସେଟା କାରାପ୍ କର୍ବାକେ ମାଙ୍ଗ୍ଲାସ୍ନି । ସୁକେ ରଇକରି ସାଇସାର୍ଦା ସଙ୍ଗ୍ ରଇବୁ ବଲି ମାଙ୍ଗ୍ଲାସ୍ନି ।
3 Pedis, e não recebeis, porque pedis mal, para consumirdes em vossos deleites.
4 ଏ ବିସ୍ବାସେ ବିସ୍ଦେବା ଲକ୍ମନ୍, ତମେ କାଇ ନାଜାନାସ୍ କି ଜଗତ୍କେ ଆଲାଦ୍ କରୁମନ୍ ପର୍ମେସରର୍ ସତ୍ରୁ ବଲିକରି ? ଜନ୍ଲକ୍ ଏ ଜଗତର୍ ଚଲାଚଲ୍ତି ଆଲାଦ୍ କର୍ବାଇ ସେମନ୍ ପର୍ମେସରର୍ ବିରଦି ।
4 Adúlteros e adúlteras, não sabeis vós que a amizade do mundo é inimizade contra Deus? Qualquer que quiser ser amigo do mundo, torna-se um inimigo de Deus.
5 ତମେ ଦରମ୍ ସାସ୍ତରେ ଲେକାଅଇରଇବା ଏ ବାକିଅ ଚୁଚାଇ ବଲିକରି ବାବ୍ଲାସ୍ନି କି ? ପର୍ମେସର୍ ଜନ୍ ଆତ୍ମାକେ ଆମର୍ ବିତ୍ରେ ବାସାଅଇରଇବାକେ ଦେଲାଆଚେ, ସେ ଆମ୍କେ ପୁରାପୁରୁନ୍ ଅଦିକାର୍ କର୍ବାକେ ମନ୍ କଲାନି ।
5 Pensais vós que a escritura diz em vão: O Espírito que em nós habita tem ciúmes?
6 ମାତର୍ ପର୍ମେସର୍ ଜିବନ୍ ଦୁକାଇଲାଟା, ତାର୍ତେଇଅନି ଅଦିକ୍ ବପୁଆଚେ । ସେଟାର୍ପାଇ ସାସ୍ତର୍ କଇଲାନି, ଆଁକ୍ରିଆମନ୍କେ ପର୍ମେସର୍ ବିରଦ୍ କର୍ସି, ମାତର୍ ସୁଆଲେ ରଇବା ଲକ୍କେ ତାର୍ ଜିବନ୍ ଦୁକାଇ, ଦୟା କର୍ସି ।
6 Antes, dá mais graça. Portanto ele diz: Deus resiste aos orgulhosos, mas dá graça aos humildes.
7 ତେବର୍ ପାଇ, ତମେ ପର୍ମେସର୍କେ ସର୍ପାଇଉଆ । ସଇତାନ୍କେ ଜାକି ଦିଆସ୍ । ସେନ୍ତାରି କଲେ ସଇତାନ୍ ତମର୍ଲଗେ ଅନି ପାଲାଇସି ।
7 Sujeitai-vos, pois, a Deus, resisti ao diabo, e ele fugirá de vós.
8 ପର୍ମେସରର୍ ଲଗେ ଆସା, ତେବେ ସେ ମିସା ତମର୍ ଲଗେ ଲଗେ ରଇସି । ଏ ପାପିମନ୍, କାରାପ୍ କାମ୍କର୍ବାଟା ଚାଡିଦିଆସ୍ । ଆରି ଏ ଦୁଇବାଟେ ମନ୍କରୁମନ୍ ତମର୍ ମନ୍ ନିର୍ମଲ୍ କରା ।
8 Chegai-vos a Deus, e ele se chegará a vós. Limpai vossas mãos, vós pecadores; e purificai vossos corações, vós de duplo ânimo.
9 ତମର୍ ପାପର୍ଲାଗି ମାରିଚପି ଅଇକରି କାନ୍ଦ୍ତେରୁଆ । ନ ଆଁସିକରି କାନ୍ଦ୍ତେରୁଆ, ସାର୍ଦା ନ ଅଇକରି ଦୁକେ ରୁଆ ।
9 Estai aflitos, e lamentai e chorai; converta-se o vosso riso em pranto, e a vossa alegria em pesar.
10 ମାପ୍ରୁର୍ ମୁଆଟେ ନିଜେ ନିଜେ ସର୍ପିଉଆ, ସେ ତମ୍କେ ଉଟାଇସି ।
10 Humilhai-vos diante do Senhor, e ele vos exaltará.
11 ଏ ମର୍ ବାଇବଇନିମନ୍, ନିଜର୍ ନିଜର୍ ବିତ୍ରେ କୁଟ୍ କାତା କୁଆ ନାଇ । ଜଦି ବିସ୍ବାସି ବାଇମନର୍ ବିରୁଦେ କୁଟ୍ କାତା କଇ ତାକେ ଦସ୍ ଦେଇସା, ତମେ ପର୍ମେସରର୍ ନିୟମ୍ ବିରୁଦେ କାତା ଅଇଲାସ୍ନି । ଆରି ତାର୍ ନିୟମ୍କେ ବିଚାର୍ କଲାସ୍ନି । ପର୍ମେସରର୍ ନିୟମ୍ ବିଚାର୍ କଲେ, ତମେ ତାର୍ ଆଦେସ୍ ମାନାସ୍ ନାଇ । ମାତର୍ ବିଚାର୍କାରିଆ ଇସାବେ ରଇଲାସ୍ନି ।
11 Não faleis mal uns dos outros, meus irmãos. Aquele que fala mal de seu irmão, e julga a seu irmão, fala mal da lei, e julga a lei; e, se tu julgas a lei, já não és um cumpridor da lei, mas juiz.
12 ପର୍ମେସର୍ସେ ନିୟମ୍ ଦେଇପାର୍ସି । ସେ ସେ ଆମ୍କେ ବିଚାର୍ କରିପାର୍ସି । ସେ ସେ ଲକ୍ମନ୍କେ ରକିଆ କରିପାର୍ସି ଆରି ସେ ସେ କୁରୁପ୍ନାସ୍ କରିପାର୍ସି । ମାତର୍ ତମେ କେ ଜେ, ବିନ୍ ଲକର୍ ବିଚାର୍ କରିପାରାସ୍ ?
12 Há um legislador que é capaz de salvar e destruir. Quem és tu, porém, que julgas a outrem?
13 ତେବେ ମର୍ କାତା ସୁନା । ତମର୍ ବିତ୍ରେ ଜନ୍ ଲକ୍ମନ୍ ଏନ୍ତାରି କାତା ଅଇତେରଇସା, ଆଜି ନଇଲେ କାଲିକେ ଆମେ ଏ ନଅରେ କି ସେ ନଅରେ ଜିବୁ, ତେଇ ବର୍ସେକ୍ ରଇବୁ ଆରି ବେବାର୍ କରି ଡାବୁ ଅରଜ୍ବୁ ।
13 Ide agora vós, que dizeis: Hoje, ou amanhã, iremos a tal cidade, e lá passaremos um ano, e compraremos, e venderemos, e teremos um ganho.
14 ମାତର୍ କାଲିକେ କାଇଟା ଗଟ୍ସି, ସେଟା ତମେତା ନାଜାନାସ୍ ! ତମର୍ ଜିବନ୍ ଦୁଉଁରି ସମାନ୍, ଜନ୍ଟାକି ଚନେକର୍ ପାଇ ଡିସ୍ସି ଆରି ମାୟା ଅଇଜାଇସି ।
14 Porque vós não sabeis o que trará o amanhã. Porquanto, o que é a vossa vida? É apenas um vapor que aparece por um pouco de tempo, e depois desaparece.
15 ତାର୍ ବାଦୁଲେ ତମେ ମାପ୍ରୁ ମନ୍ କଲେ ଆମେ ଜିଇକରି ଏନ୍ତାରି ନଇଲେ ସେନ୍ତାରି କରୁ ବଲି କଇବାର୍ ଆଚେ ।
15 Porque isso é o que devíeis dizer: Se o Senhor quiser, haveremos de viver, e faremos isto ou aquilo.
16 ମାତର୍ ତମେ ସେନ୍ତାରି କରାସ୍ ନାଇ । ଆଁକ୍ରିଆମନ୍ ଆରି ବଡ୍ପନ୍ କାତା କଉଁମନ୍ । ଏନ୍ତାରି ବଡ୍ପନ୍ କାତା କଇବାଟା ବୁଲ୍ଆଚେ । ବେବାରି ଆରି ଗେନ୍ବା ଲକର୍ ଆତେ ଦିନ୍ସୁପତର୍ ରଇବାଟା|alt="Customer, merchant with his wares" src="hk00172c.tif" size="col" copy="Horace Knowles ©" ref="୪:୧୩"
16 Mas agora vos gloriais em vossas presunções; toda esta glória é maligna.
17 ଏତାଇ ରୁଆ । ଜେ ଜଦି ଏଟା ନିକ କାମ୍ ବଲି ଜାନେ, ମାତର୍ ସେଟା ନ କରେ ବଇଲେ, ପର୍ମେସର୍ ଦେକ୍ବା ଇସାବେ ସେ ଦସ୍ କଲାଆଚେ ।
17 Portanto, aquele que sabe fazer o bem e não o faz, comete pecado.
Atalhos do teclado
- Capítulo anterior←
- Próximo capítulo→
- Versículo anteriork
- Próximo versículoj
- Limpar seleçãoEsc
- Esta ajuda?
Estude este capítulo no WhatsApp
Peça à IA da Bíblia Fala para explicar Tiago 4, comparar traduções ou montar um estudo — tudo direto pelo WhatsApp.