Romanos 8
Desiya NT (DSO_TWF) vs ARIB
1 ତେବେ ଆମେ ଜେତ୍କି ଲକ୍ ଜିସୁ କିରିସ୍ଟର୍ ସଙ୍ଗ୍ ମିସିକରି ଆଚୁ, ଆମର୍ପାଇ ଆରି ପର୍ମେସରର୍ ଡଣ୍ଡ୍ ନାଇ ।
1 Portanto, agora nenhuma condenação há para os que estão em Cristo Jesus.
2 ଜିସୁ କିରିସ୍ଟର୍ ସଙ୍ଗ୍ ମିସ୍ଲାର୍ପାଇ ସୁକଲ୍ଆତ୍ମା ଆମ୍କେ ନୁଆ ଜିବନ୍ ଦେଲାଆଚେ । ତେଇଅନି, ପାପ୍ କଲେ ମର୍ବା ନିୟମେଅନି, ଆମ୍କେ ମୁକ୍ଲାଇ ଆଚେ ।
2 Porque a lei do Espírito da vida, em Cristo Jesus, te livrou da lei do pecado e da morte.
3 ସେ ଆମର୍ ଗୁନ୍ଚଲନ୍ ନିକ ନ ରଇଲାକେ, ମସା ଦେଇରଇବା ରିତିନିତି ମାନୁ ନାଇ । ତେଇ ନିୟମ୍ ସାଇଜ କରି ନାପାର୍ଲା । ମାତର୍ ସେଟା ପର୍ମେସର୍ କରିଆଚେ । ସେ ଆମର୍ ପାରା ପାପିମନର୍ ଗଟେକ୍ ଗାଗଡ୍ ଦାରାଇ ତାର୍ ପଅକେ ପାଟାଇଲା । ଆରି ସେ ଏନ୍ତାରିକରି ଆମର୍ ଉପ୍ରେ ରଇବା ପାପର୍ ସାସନ୍ କୁରୁପ୍ନାସ୍ କଲା ।
3 Porquanto o que era impossível à lei, visto que se achava fraca pela carne, Deus enviando o seu próprio Filho em semelhança da carne do pecado, e por causa do pecado, na carne condenou o pecado.
4 ଆମେ ଜେନ୍ତାରି କି ନିୟମର୍ ସବୁ ଆଦେସ୍ ମାନିକରି ରଇବୁ, ସେଟାର୍ ପାଇ ପର୍ମେସର୍ ଏନ୍ତି କଲାଆଚେ । ଆମେ ଏବେ ମୁନୁସର୍ ଚଲାଚଲ୍ତି ନ କରି ସୁକଲ୍ଆତ୍ମାର୍ ବାଟେ ଇଣ୍ଡ୍ଲେସେ ଏନ୍ତି କରିଅଇସି ।
4 para que a justa exigência da lei se cumprisse em nós, que não andamos segundo a carne, mas segundo o Espírito.
5 ଜନ୍ ଲକ୍ମନ୍ ମୁନୁସର୍ ଚଲାଚଲ୍ତି ଇସାବେ ଜିଉନା କାଉନା କର୍ତେରଇବାଇ, ସେମନ୍ ନିଜର୍ ଗାଗଡର୍ ମନ୍ କର୍ବାଟା ଚିନ୍ତା କର୍ତେରଇବାଇ । ମାତର୍ ଜନ୍ ଲକ୍ମନ୍ ସୁକଲ୍ଆତ୍ମାର୍ ଚାଲ୍ନା ଇସାବେ କାମ୍କର୍ବାଇ, ସେମନ୍ ସୁକଲ୍ଆତ୍ମା ଜନ୍ ବିସଇ କର୍ବାକେ ମନ୍ କରାଇସି, ସେଟା କର୍ବାଇ ।
5 Pois os que são segundo a carne inclinam-se para as coisas da carne; mas os que são segundo o Espírito para as coisas do Espírito.
6 ମୁନୁସର୍ ଚଲାଚଲ୍ତି ଇସାବେ ଗାଲେ ମରନର୍ ଦସା ଅଇସି, ସୁକଲ୍ଆତ୍ମାର୍ ଚାଲ୍ନା ଇସାବେ ଗାଲେ ଜିବନ୍ ଆରି ସାନ୍ତି ମିଲ୍ସି ।
6 Porque a inclinação da carne é morte; mas a inclinação do Espírito é vida e paz.
7 ଜଦି ଗଟେକ୍ ଲକ୍ ତାର୍ ଗାଗଡର୍ ମନ୍ କଲା ଇସାବେ ଚଲାଚଲ୍ତି କର୍ସି, ସେ ପରମେସରର୍ ବିରଦି ଅଇସି । କାଇକେ ବଇଲେ ସେ ପରମେସରର୍ ନିୟମ୍ ମାନେ ନାଇ, ସେ ସେଟା କର୍ବାକେ ନାପାରେ ।
7 Porquanto a inclinação da carne é inimizade contra Deus, pois não é sujeita à lei de Deus, nem em verdade o pode ser;
8 ଜନ୍ ଲକ୍ମନ୍ ମୁନୁସର୍ ଚଲାଚଲ୍ତି ଇସାବେ କାମ୍ କଲାଇନି, ସେମନ୍ ପର୍ମେସର୍କେ ସାର୍ଦା କରିନାପାରତ୍ ।
8 e os que estão na carne não podem agradar a Deus.
9 ଜଦି ସତଇସେ ପରମେସରର୍ ସୁକଲ୍ଆତ୍ମା ତମର୍ ବିତ୍ରେ ଆଚେ, ତେବେ ତମେ ଆରି ମୁନୁସର୍ ଚାଲିଚଲନ୍ ପାରା ଜିଉନାକାଉନା କରିନାପାରାସ୍, ମାତର୍ ଜିବନେ ସୁକଲ୍ ଆତ୍ମାର୍ ଆଦେସ୍ ମାନ୍ସା । ଜାର୍ତେଇ କିରିସ୍ଟର୍ ଆତ୍ମା ନାଇ, ସେ କେବେ ମିସା ତାକର୍ ଲକ୍ ଅଇନାପାରେ ।
9 Vós, porém, não estais na carne, mas no Espírito, se é que o Espírito de Deus habita em vós. Mas, se alguém não tem o Espírito de Cristo, esse tal não é dele.
10 ମାତର୍ ତମର୍ ବିତ୍ରେ କିରିସ୍ଟ ବାସାଅଇ ରଇସି ବଇଲେ, ତମର୍ ଗାଗଡ୍ ପାପେ ନସ୍ଟ ଅଇବାକେ ଜାଇତେ ରଇଲେ ମିସା, ସୁକଲ୍ଆତ୍ମା ତମ୍କେ ଜିବନ୍ ଦାନ୍ ଦେଇସି । କାଇକେ ବଇଲେ ତମେ ପରମେସରର୍ ମୁଆଟେ ଦରମ୍ ଲକ୍ ବଲି ଏଜାଇଅଇ ଆଚାସ୍ ।
10 Ora, se Cristo está em vós, o corpo, na verdade, está morto por causa do pecado, mas o espírito vive por causa da justiça.
11 ଜଦି ତମର୍ ବିତ୍ରେ ଜିସୁକେ ମଲାତେଇଅନି ଉଟାଇଲା ପରମେସରର୍ ଆତ୍ମା ଆଚେ, ତେବେ ସେ ଆତ୍ମାର୍ ସାଇଜ ସଙ୍ଗ୍, ପରମେସର୍ ଜେ କି କିରିସ୍ଟକେ ମଲାତେଇଅନି ଉଟାଇଲା, ସେନ୍ତିସେ ତମର୍ କୁଇଜିବା ଗାଗଡ୍ ମିସା ଜିବନ୍ କର୍ସି ।
11 E, se o Espírito daquele que dos mortos ressuscitou a Jesus habita em vós, aquele que dos mortos ressuscitou a Cristo Jesus há de vivificar também os vossos corpos mortais, pelo seu Espírito que em vós habita.
12 ତେବେ ଏ ବାଇବଇନିମନ୍, ଆମର୍ କାମ୍ ଅଇଲାନି, ମୁନୁସର୍ ଗୁନ୍ଚଲନ୍ ଇସାବେ ଜିଉନାକାଉନା ନ କରୁ ।
12 Portanto, irmãos, somos devedores, não à carne para vivermos segundo a carne;
13 କାଇକେବଇଲେ ସେନ୍ତି କଲେ, ତମେ ମର୍ସା ମାତର୍ ସୁକଲ୍ଆତ୍ମାର୍ ସାଇଜ ସଙ୍ଗ୍ ନିଜର୍ ପାପ୍ଚଲନ୍ ନସ୍ଟ କରି ଆରି ପାପ୍ କାମ୍ ନ କରାସ୍, ତେବେସେ ତମେ ବଁଚ୍ସା ।
13 porque se viverdes segundo a carne, haveis de morrer; mas, se pelo Espírito mortificardes as obras do corpo, vivereis.
14 ଜନ୍ ଲକ୍ମନ୍ ପରମେସରର୍ ଆତ୍ମା ଇସାବେ ଚାଲ୍ଲାଇନି, ସେମନ୍ସେ ପରମେସରର୍ ପିଲାଟକି ।
14 Pois todos os que são guiados pelo Espírito de Deus, esses são filhos de Deus.
15 କାଇକେବଇଲେ ପରମେସର୍ ଦେଲା ଆତ୍ମା, ତମ୍କେ ଗତିଦାଙ୍ଗ୍ଡା ଅଇବା ତେଇଅନି ମୁକ୍ଲାଇଲା ଆଚେ । ତମେ ଆରି ଡର୍ବାର୍ ଲଡା ନାଇ । ମାତର୍ ସୁକଲ୍ଆତ୍ମା ତମ୍କେ ପରମେସରର୍ ପିଲାଟକି କରିଆଚେ । ତାର୍ ବପୁ ଏତାଇକରି ଏବେ ଆମେ ପରମେସର୍କେ “ବାବା, ମର୍ ବାବା !” ବଲି ଡାକ୍ଲୁନି ।
15 Porque não recebestes o espírito de escravidão, para outra vez estardes com temor, mas recebestes o espírito de adoção, pelo qual clamamos: Aba, Pai!
16 ପରମେସରର୍ ଆତ୍ମା ଆମର୍ ବିତ୍ରର୍ ଆତ୍ମା ସଙ୍ଗ୍ କଁଟ୍ ମିସାଇ ଆମ୍କେ ତାର୍ ପିଲାଟକି ବଲି ଜାନାଇଲାନି ।
16 O Espírito mesmo testifica com o nosso espírito que somos filhos de Deus;
17 କାଇକେବଇଲେ ଆମେ ପରମେସରର୍ ପିଲାଟକି । ତାର୍ ଲକ୍ମନ୍କେ କାତା ଦେଇରଇବା ଆସିର୍ବାଦେ ଆମେ ମିସ୍ବୁ । ଆରି କିରିସ୍ଟର୍ ପାଇ ପରମେସର୍ ଜନ୍ଟା ଟୁଲାଇ ସଙ୍ଗଇଲା ଆଚେ, ତେଇ ମିସା ଆମର୍ ପାଇ ବାଟା ଆଚେ । ଜଦି ଆମେ ଜିସୁର୍ ଦୁକ୍ପାଇବାତେଇ ମିସ୍ଲୁ ଆଚୁ, ତେବେ ତାର୍ ଡାକ୍ପୁଟା ପାଇବାତେଇ ମିସା ମିସ୍ବୁ ।
17 e, se filhos, também herdeiros, herdeiros de Deus e co-herdeiros de Cristo; se é certo que com ele padecemos, para que também com ele sejamos glorificados.
18 ଜନ୍ ଡାକ୍ପୁଟାର୍ ଦିନେ ଆମେ ମିସ୍ବାକେ ଗାଲୁନି, ଦେକ୍ଲେସରି ଏ ଜିବନେ ଅଇବା ଆମର୍ ଦୁକ୍ କସ୍ଟ କିଚି ନାଇ ।
18 Pois tenho para mim que as aflições deste tempo presente não se podem comparar com a glória que em nós há de ser revelada.
19 ପର୍ମେସର୍ ତିଆର୍କଲା ସବୁଜାକ ଜାଗର୍ତା ସଙ୍ଗ୍ ସେ ଦିନ୍କେ ଜାଗି ଆଚତ୍ । ସେବେଲାଇ ପରମେସର୍ ତାର୍ ସତ୍ ପିଲାଟକିମନ୍ କେ, ବଲି ଦେକାଇସି ।
19 Porque a criação aguarda com ardente expectativa a revelação dos filhos de Deus.
20 କାଇକେବଇଲେ ପରମେସର୍ ତିଆର୍ କରିରଇବା ସବୁଜାକ, ଅବିସାପେ ପୁରୁନ୍ ଅଇଲାଆଚେ । ଜନ୍ବାଟେ ଜିବାର୍ ରଇଲା ସେ ବାଟେ ନ ଜାଇ, ବିନ୍ ବାଟେ ଗାଲାଆଚେ । ମାତର୍ ଏଟା ତାର୍ ନିଜର୍ ମନ୍ କଲା ଇସାବେ ଅଏନାଇ । ପର୍ମେସର୍ ମନ୍ କଲାକେସେ ଅଇଲା । ଏଲେମିସା ତାର୍ ଆସା ରଇଲା,
20 Porquanto a criação ficou sujeita à vaidade, não por sua vontade, mas por causa daquele que a sujeitou,
21 ଜେନ୍ତିକି ଗଟେକ୍ ଦିନେ କୁଇଜିବାଟାନେ ଅନି ମୁକ୍ଲିକରି ପର୍ମେସରର୍ କୁଟୁମର୍ ଡାକ୍ପୁଟାଇ ମିସ୍ବୁ ।
21 na esperança de que também a própria criação há de ser liberta do cativeiro da corrupção, para a liberdade da glória dos filhos de Deus.
22 ମାତର୍ ଏବେ ଜାକ ତିଆର୍ଅଇଲାଟା ସବୁ, ଗାଗ୍ଡେ ରଇଲା ମାଇଜି ନିକଅଇବା ଦୁକା ପାରା ଅଇକରି “ଆନା, ଆୟା !” ଅଇଲାନି ।
22 Porque sabemos que toda a criação, conjuntamente, geme e está com dores de parto até agora;
23 ଆମେ, ପରମେସର୍ ଦେଲା ପର୍ତୁମର୍ ଦାନ୍ ପାରା ସୁକଲ୍ଆତ୍ମା ପାଇଲୁଆଚୁ, ଆମେ ମିସା ବିତ୍ରେ ବିତ୍ରେ “ଆନା, ଆୟା !” ଅଇଲୁନି । ଏଲେମିସା ପରମେସର୍ ଆମ୍କେ କୁଟୁମର୍ ଲକ୍ କରାଇକରି ପୁରାପୁରୁନ୍ ମୁକ୍ଲାଇସି ବଲି ଜାଗିକରି ଆଚୁ ।
23 e não só ela, mas até nós, que temos as primícias do Espírito, também gememos em nós mesmos, aguardando a nossa adoração, a saber, a redenção do nosso corpo.
24 କାଇକେବଇଲେ ଆସା କଲାକେସେ ଆମେ ମୁକ୍ତି ପାଇଆଚୁ । ମାତର୍ ଜାଇଟା ଡିସ୍ଲାନି ସେଟାର୍ ପାଇ ଆସାକର୍ବାଟା, ସେଟା ସତଇସେ ଆସା ରକ୍ବାଟା ନଏଁ । କେ କାଇ ଡିସ୍ବାଟାକେ ଆସା କର୍ସି କି ? ନାଇ, ନ କରେ ।
24 Porque na esperança fomos salvos. Ora, a esperança que se vê não é esperança; pois o que alguém vê, como o espera?
25 ମାତର୍ ଆମେ ଜଦି ନ ଡିସ୍ବା ବିସଇ ଆସାକର୍ବୁ, ତେବେ ଆମ୍କେ ସାଆସ୍ ସଙ୍ଗ୍ ଜାଗ୍ବାକେ ପଡ୍ସି ।
25 Mas, se esperamos o que não vemos, com paciência o aguardamos.
26 ଆମ୍କେ ବପୁ ନାଇ, ମାତର୍ ସୁକଲ୍ଆତ୍ମା ଆମ୍କେ ସାଇଜ କର୍ସି । କେନ୍ତାରି ପାର୍ତନା କର୍ବାକେ ଅଇସି, ସେଟା ଆମେ ନାଜାନୁ । ସେଟାର୍ ପାଇ ଜନ୍ଟା ଆମେ କଇ ନାପାର୍ଲୁନି, ସେଟା ସୁକଲ୍ ଆତ୍ମା ନିଜେ ଆମର୍ପାଇ “ଆନା, ଆୟା !” ଅଇକରି ପରମେସର୍କେ ଗୁଆରି କର୍ସି ।
26 Do mesmo modo também o Espírito nos ajuda na fraqueza; porque não sabemos o que havemos de pedir como convém, mas o Espírito mesmo intercede por nós com gemidos inexprimíveis.
27 ପରମେସର୍ ଆମର୍ ମନର୍ କାତା ଜାନେ । ସୁକଲ୍ଆତ୍ମାର୍ ମନର୍ ଚିନ୍ତା ସେ ଜାନେ । କାଇକେବଇଲେ ସୁକଲ୍ଆତ୍ମା ପରମେସର୍ ମନ୍ କଲା ଇସାବେ, ତାକର୍ ଲକ୍ମନର୍ ପାଇ ଗୁଆରି କର୍ତେ ରଇସି ।
27 E aquele que esquadrinha os corações sabe qual é a intenção do Espírito: que ele, segundo a vontade de Deus, intercede pelos santos.
28 ଜନ୍ ଲକ୍ମନ୍କେ ପରମେସର୍ ତାର୍ ମନ୍ କଲାଟା ପୁରାପୁରୁନ୍ କର୍ବାକେ ଡାକ୍ଲାଆଚେ, ଆରି ସେମନ୍ ତାକେ ଆଲାଦ୍ କଲାଇନି, ସେମନର୍ ପାଇ ସେ ସବୁ ମଙ୍ଗଲର୍ ବିସଇ କରାଇଦେଇସି ।
28 E sabemos que todas as coisas concorrem para o bem daqueles que amam a Deus, daqueles que são chamados segundo o seu propósito.
29 ଜନ୍ ଲକ୍ମନ୍କେ ପରମେସର୍ ବାଚ୍ଲା ଆଚେ, ସେମନ୍କେ ତାର୍ ପଅ ପାରା ଅଇବାକେ ଆଗ୍ତୁସେ ଟିକ୍ କରିଆଚେ । ସେନ୍ତିଆଲେ, ଗଟେକ୍ ବଡ୍ କୁଟୁମେ, ତାର୍ ପଅ ସେମନର୍ ବଡ୍ ବାଇ ଅଇସି ।
29 Porque os que dantes conheceu, também os predestinou para serem conformes à imagem de seu Filho, a fim de que ele seja o primogênito entre muitos irmãos;
30 ଜନ୍ ଲକ୍ମନ୍ ଏନ୍ତାରି ବାଚିଅଇଲାଇ ଆଚତ୍, ସେମନ୍କେ ଡାକିଆଚେ । ସେ ଲକ୍ମନ୍କେ ପର୍ମେସରର୍ ମୁଆଟେ ଦରମ୍ଲକ୍ ବଲାଇ ଅଇ, ତାର୍ ଡାକ୍ପୁଟାଇ ମିସାଇ ଆଚତ୍ ।
30 e aos que predestinou, a estes também chamou; e aos que chamou, a estes também justificou; e aos que justificou, a estes também glorificou.
31 ଏ ସବୁର୍ତେଇଅନି ଆରି କାଇଟା କଇବାର୍ ଅଇସି ? ଜଦି ପରମେସର୍ ଆମର୍ ବାଟେ ଆଚେ, ତେବେ କେ ଆମର୍ ବିରଦି ଅଇପାର୍ସି ?
31 Que diremos, pois, a estas coisas? Se Deus é por nós, quem será contra nós?
32 ପରମେସର୍ କେବେମିସା ଆମର୍ ବିରଦି ନଏଁଁ, କାଇକେବଇଲେ ସେ ନିଜର୍ ପଅକେ ମିସା ରକିଆ ନ କରି ଆମର୍ ପାଇ ଦାନ୍ ଦେଇଆଚେ । ସେନ୍ତିଆଲେ ସେ ଆମର୍ ପାଇ କାଇ ସବୁ ବିସଇ ଦାନ୍ ନ ଦେଏ କି ?
32 Aquele que nem mesmo a seu próprio Filho poupou, antes o entregou por todos nós, como não nos dará também com ele todas as coisas?
33 ପରମେସର୍ ବାଚ୍ଲା ଲକ୍ମନ୍କେ କେ ଦସିବଲି କଇପାର୍ସି ? ସେମନ୍କେ ସେ ନିଜେ କାଇ ଦସ୍ କରି ନ ରଇବା ଲକ୍ ବଲି ଉଡ୍ରା କଲାଆଚେ ।
33 Quem intentará acusação contra os escolhidos de Deus? É Deus quem os justifica;
34 ତେବେ ସେମନ୍କେ ଦସି ବଲି କେ କଇନାପାରତ୍ । କିରିସ୍ଟ ଜିସୁ ତା କେବେ ନ କରେ, କାଇକେବଇଲେ ତାକେ ପର୍ମେସର୍ ମଲାତେଇଅନି ଜିବନ୍ କରି ଉଟାଇଲାଆଚେ । ଏବେ ସେ ପରମେସରର୍ ଉଜାବାଟେ ରଇକରି ଆମର୍ପାଇ ଗୁଆରି କରି ପାର୍ତନା କଲାନି ।
34 Quem os condenará? Cristo Jesus é quem morreu, ou antes quem ressurgiu dentre os mortos, o qual está à direita de Deus, e também intercede por nós;
35 ସେନ୍ତାର୍ଆଲେ ତେବେ କେ ମିସା ଆମ୍କେ କିରିସ୍ଟର୍ ଆଲାଦେଅନି ବେଗ୍ଲାଇ ନାପାରତ୍ । ଦୁକେ ରଇଲେ ମିସା, କସ୍ଟ ପାଇକରି ରଇଲେ ମିସା, ନିନ୍ଦା ପାଇକରି ରଇଲେ ମିସା, କାକୁର୍ତି ଅଇକରି ରଇଲେ ମିସା, ବୁକେ ରଇଲେ ମିସା, ବିପଦେ ରଇଲେ ମିସା କି ମରାଇଲେ ମିସା ଏ ସବୁ ବେଗ୍ଲାଇ ନାପାରେ ।
35 quem nos separará do amor de Cristo? a tribulação, ou a angústia, ou a perseguição, ou a fome, ou a nudez, ou o perigo, ou a espada?
36 ସାସ୍ତରେ ଲେକାଆଚେ,
36 Como está escrito: Por amor de ti somos entregues à morte o dia todo; fomos considerados como ovelhas para o matadouro.
37 ଜେ ଆମ୍କେ ଆଲାଦ୍ କଲାଇନି, ତାର୍ ସାଇଜ ସଙ୍ଗ୍ ଆମେ ଏ ସବୁର୍ ଉପ୍ରେ ଜିତି ଆଚୁ ।
37 Mas em todas estas coisas somos mais que vencedores, por aquele que nos amou.
38 ମୁଇ ସତଇସେ ଜାନ୍ଲିନି ଜେ, ପର୍ମେସର୍ ଜନ୍ ବଡ୍ ଆଲାଦ୍ ଆମ୍କେ ଦେକାଇଲାଆଚେ, ସେ ଆଲାଦେଅନି କାଇଟା ମିସା ଆମ୍କେ ବେଗ୍ଲାଇ ନାପାରେ । ଆମେ ମରିଗାଲେ କି ଜିବନ୍ ରଇଲେ, ସରଗର୍ ଦୁତ୍ ଅଅତ୍ କି ସାସନ୍କାରିଆମନ୍, କି କାଇ ବିନ୍ ବପୁ, କି ଏବେ ଜନ୍ଟା ଅଇଲାନି, ପଚ୍କେ ଜନ୍ଟା ଅଇସି,
38 Porque estou certo de que, nem a morte, nem a vida, nem anjos, nem principados, nem coisas presentes, nem futuras, nem potestades,
39 ଉପ୍ରର୍ ଦୁନିଆ କି ତଲର୍ ଦୁନିଆ, ଏ ଜଗତେ ତିଆର୍ ଅଇରଇବା କାଇ ବିସଇ ମିସା ପର୍ମେସରର୍ ବଡ୍ ଆଲାଦେ ଅନି ଆମ୍କେ ବେଗ୍ଲାଇ ନାପାରେ । ଆମର୍ ମାପ୍ରୁ ଜିସୁକିରିସ୍ଟକେ ଦେଲା ପରମେସରର୍ ସେ ବଡ୍ ଆଲାଦେ ଅନି, ଏ ସବୁ ବିସଇ ଆମ୍କେ ଦେକାଇଲା ଆଚେ । ଏଟା ମୁଇ ଜାନିଆଚି ।
39 nem a altura, nem a profundidade, nem qualquer outra criatura nos poderá separar do amor de Deus, que está em Cristo Jesus nosso Senhor.
Atalhos do teclado
- Capítulo anterior←
- Próximo capítulo→
- Versículo anteriork
- Próximo versículoj
- Limpar seleçãoEsc
- Esta ajuda?
Estude este capítulo no WhatsApp
Peça à IA da Bíblia Fala para explicar Romanos 8, comparar traduções ou montar um estudo — tudo direto pelo WhatsApp.