1 Coríntios 11

Oriya Bible (GL_ORIYA) vs ARA

Sair da comparação
ARA Almeida Revista e Atualizada 1993
1 ଯେପରି ଖ୍ରୀଷ୍ଟଙ୍କ ଅନୁସରଣ କରୁଛି, ତୁମ୍ଭମାନେେ ସପରେି ଅନୁସରଣ କର।
1 Sede meus imitadores, como também eu sou de Cristo.
2 ମୁଁ ତୁମ୍ଭମାନଙ୍କର ପ୍ରଶଂସା କରୁଛି କାରଣ ତୁମ୍ଭମାନେେ ମାେତେ ସମସ୍ତ ବିଷୟ ରେ ମନେ ପକାଉ ଅଛ। ମୁଁ ଯେଉଁ ଉପଦେଶ ଗୁଡ଼ିକ ଦଇେଥିଲି ସେ ଗୁଡ଼ିକୁ ସ୍ମରଣ ରେ ରଖି ପାଳନ କରୁଛ।
2 De fato, eu vos louvo porque, em tudo, vos lembrais de mim e retendes as tradições assim como vo-las entreguei.
3 ମୁଁ ତୁମ୍ଭମାନଙ୍କୁ ଏହା ବୁଝାଇବା ପାଇଁ ଇଚ୍ଛା କରେ : ପ୍ରେତ୍ୟକକ ପୁରୁଷଲୋକର ମସ୍ତକ ହେଉଛନ୍ତି ଖ୍ରୀଷ୍ଟ, ସ୍ତ୍ରୀଲୋକର ମସ୍ତକ ହେଉଛନ୍ତି ପୁରୁଷ ଓ ଖ୍ରୀଷ୍ଟଙ୍କର ମସ୍ତକ ହେଉଛନ୍ତି ପରମେଶ୍ବର।
3 Quero, entretanto, que saibais ser Cristo o cabeça de todo homem, e o homem, o cabeça da mulher, e Deus, o cabeça de Cristo.
4 ଯେ କୌଣସି ପୁରୁଷଲୋକ ମସ୍ତକ ଆଚ୍ଛାଦନ କରି ପ୍ରାର୍ଥନା କରେ ବା ଭବିଷ୍ଯଦ୍ ବାଣୀ କ ହେ, ସେ ନିଜ ମସ୍ତକର ଅପମାନ କରେ।
4 Todo homem que ora ou profetiza, tendo a cabeça coberta, desonra a sua própria cabeça.
5 ପ୍ରେତ୍ୟକକ ସ୍ତ୍ରୀ ମସ୍ତକ ଆଚ୍ଛାଦନ କରି ଭବିଷ୍ଯଦ୍ ବାଣୀ ଓ ପ୍ରାର୍ଥନା କରିବା ଉଚିତ୍। ଯଦି କୌଣସି ସ୍ତ୍ରୀ ମସ୍ତକ ଆଚ୍ଛାଦନ ନ କରି ପ୍ରାର୍ଥନା କରେ ବା ଭବିଷ୍ଯଦ୍ ବାଣୀ କ ହେ, ସେ ନିଜର ମସ୍ତକର ଅପମାନ କରେ। ଏହା ସହେି ସ୍ତ୍ରୀ ଲୋକର ମୁଣ୍ଡ ରେ ବାଳ ନ ଥିବା ସମାନ।
5 Toda mulher, porém, que ora ou profetiza com a cabeça sem véu desonra a sua própria cabeça, porque é como se a tivesse rapada.
6 ଯଦି କୌଣସି ସ୍ତ୍ରୀ ମସ୍ତକ ଆଚ୍ଛାଦନ କରେ ନାହିଁ, ତା' ହେଲ ଏହା ସେ ମସ୍ତକର କେଶ କାଟିପକାଇବା ସଙ୍ଗେ ସମାନ। ମାତ୍ର କେଶ କାଟିବା ଓ ମସ୍ତକ ମୁଣ୍ଡନ କରିବା ସ୍ତ୍ରୀ ପକ୍ଷ ରେ ଲଜ୍ଜାଜନକ, ତେଣୁ ସେ ମସ୍ତକ ଆଚ୍ଛାଦନ କରିବା ଉଚିତ୍।
6 Portanto, se a mulher não usa véu, nesse caso, que rape o cabelo. Mas, se lhe é vergonhoso o tosquiar-se ou rapar-se, cumpre-lhe usar véu.
7 କିନ୍ତୁ ଜଣେ ପୁରୁଷ ନିଜର ମସ୍ତକ ଆଚ୍ଛାଦନ କରିବା ଅନୁଚିତ୍, କାରଣ ସେ ପରମେଶ୍ବରଙ୍କ ପ୍ରତିମୂର୍ତ୍ତି ରେ ସୃଷ୍ଟି ତାହାଙ୍କର ଗୌରବ ଅଟେ। କିନ୍ତୁ ଜଣେ ସ୍ତ୍ରୀ ପୁରୁଷର ଗୌରବ ସ୍ବରୂପ ଅଟେ।
7 Porque, na verdade, o homem não deve cobrir a cabeça, por ser ele imagem e glória de Deus, mas a mulher é glória do homem.
8 ପୁରୁଷ ସ୍ତ୍ରୀ ଠାରୁ ଆସି ନାହିଁ। ସ୍ତ୍ରୀ ପୁରୁଷଠାରୁ ଆସିଛି।
8 Porque o homem não foi feito da mulher, e sim a mulher, do homem.
9 ପୁରୁଷ ସ୍ତ୍ରୀ ପାଇଁ ସୃଷ୍ଟି ହାଇେ ନ ଥିଲା ; ବରଂ ସ୍ତ୍ରୀ ପୁରୁଷ ପାଇଁ ସୃଷ୍ଟି ହାଇେଥିଲା।
9 Porque também o homem não foi criado por causa da mulher, e sim a mulher, por causa do homem.
10 ଜଣେ ସ୍ତ୍ରୀ ଅଧିନତାର ଚିହ୍ନ ସ୍ବରୂପେ ଆପଣା ମସ୍ତକ ଆଚ୍ଛାଦନ କରିବା ଉଚିତ୍। ସ୍ବର୍ଗଦୂତମାନଙ୍କ ଲାଗି ମଧ୍ଯ ସେ ଏହା କରିବା ଉଚିତ।
10 Portanto, deve a mulher, por causa dos anjos, trazer véu na cabeça, como sinal de autoridade.
11 କିନ୍ତୁ ପ୍ରଭୁଙ୍କ ଦୃଷ୍ଟି ରେ, ପୁରୁଷ ଠାରୁ ସ୍ତ୍ରୀ ସ୍ବତନ୍ତ୍ର ନୁହେଁ, ଓ ସ୍ତ୍ରୀ ଠାରୁ ପୁରୁଷ ସ୍ବତନ୍ତ୍ର ନୁହେଁ।
11 No Senhor, todavia, nem a mulher é independente do homem, nem o homem, independente da mulher.
12 କାରଣ, ଯେପରି ପୁରୁଷ ଠାରୁ ସ୍ତ୍ରୀ ଆସିଛି, ସହେିପରି ସ୍ତ୍ରୀଠାରୁ ପୁରୁଷ ଜନ୍ମ ଗ୍ରହଣ କରିଛି। ପ୍ରକୃତ ରେ ପ୍ରେତ୍ୟକକ ବିଷୟ ପରମେଶ୍ବରଙ୍କ ଠାରୁ ଆସିଛି।
12 Porque, como provém a mulher do homem, assim também o homem é nascido da mulher; e tudo vem de Deus.
13 ଜଣେ ସ୍ତ୍ରୀ ମସ୍ତକ ଆଚ୍ଛାଦନ ନ କରି ପରମେଶ୍ବରଙ୍କୁ ପ୍ରାର୍ଥନା କରିବା କ'ଣ ଉଚିତ୍ କି ? ଏହା ତୁମ୍ଭମାନେେ ନିଜେ ନିର୍ଣ୍ଣୟ କର।
13 Julgai entre vós mesmos: é próprio que a mulher ore a Deus sem trazer o véu?
14 ପ୍ରକୃତି କ'ଣ ତୁମ୍ଭକୁ ଶିକ୍ଷା ଦଇେ ନାହିଁ ଯେ, କୌଣସି ପୁରୁଷ ବଡ଼ ବଡ଼ ବାଳ ରଖିବ ଲଜ୍ଜାଜନକ କଥା ?
14 Ou não vos ensina a própria natureza ser desonroso para o homem usar cabelo comprido?
15 କିନ୍ତୁ ଯଦି ଜଣେ ସ୍ତ୍ରୀର ଲମ୍ବା ବାଳ ଅଛି, ଏହା ତା'ପାଇଁ ଗୌରବର ବିଷୟ। ମସ୍ତକ ଆଚ୍ଛାଦନ କରିବା ପାଇଁ ସ୍ତ୍ରୀକୁ ଦୀର୍ଘ କେଶ ପ୍ରଦାନ କରାଯାଇଛି।
15 E que, tratando-se da mulher, é para ela uma glória? Pois o cabelo lhe foi dado em lugar de mantilha.
16 ଯଦି କିଏ ଏହି ବିଷୟ ରେ ୟୁକ୍ତି ତର୍କ କରିବା ପାଇଁ ଇଚ୍ଛା କରେ, ତବେେ ଆମ୍ଭେ କହିବୁ ଯେ, ଲୋକମାନଙ୍କ ଏପ୍ରକାର କାର୍ୟ୍ଯକଳାପଠାରୁ ଆମ୍ଭେ ବା ପରମେଶ୍ବରଙ୍କ ମଣ୍ଡଳୀ ସ୍ବୀକୃତ ଦବେ ନାହିଁ।
16 Contudo, se alguém quer ser contencioso, saiba que nós não temos tal costume, nem as igrejas de Deus.
17 ବର୍ତ୍ତମାନ ମୁଁ ଯେଉଁ ବିଷୟ ରେ ତୁମ୍ଭମାନଙ୍କୁ କହୁଛି, ସେଥିପାଇଁ ମୁଁ ତୁମ୍ଭମାନଙ୍କର ପ୍ରଶଂସା କରୁ ନାହିଁ। ତୁମ୍ଭମାନଙ୍କର ସମବତେ ସଭାଗୁଡ଼ିକ ତୁମ୍ଭମାନଙ୍କ ମଙ୍ଗଳ କରିବା ପରିବର୍ତେ କ୍ଷତିକାରକ ହେଉଛି।
17 Nisto, porém, que vos prescrevo, não vos louvo, porquanto vos ajuntais não para melhor, e sim para pior.
18 ପ୍ରଥମେ ମୁଁ ଶୁଣିଛି ଯେ, ତୁମ୍ଭମାନେେ ମଣ୍ଡଳୀ ସଭା ରେ ସମବତେ ହେଲା ବେଳେ ତୁମ୍ଭମାନଙ୍କ ମଧିଅରେ ଦଳ ଭଦେ ଘଟେ।
18 Porque, antes de tudo, estou informado haver divisões entre vós quando vos reunis na igreja; e eu, em parte, o creio.
19 କେତକୋଂଶ ରେ ମୁଁ ଏହାକୁ ବିଶ୍ବାସ କରେ। ତୁମ୍ଭମାନଙ୍କ ମଧିଅରେ ମତଭଦେ ହବୋ ଆବଶ୍ଯକ କାରଣ ଏହା ଦ୍ବାରା ଯେଉଁମାନଙ୍କ ମତ ଠିକ୍ ତାହା ସ୍ପଷ୍ଟ ରୂପେ ଜଣାୟିବ।
19 Porque até mesmo importa que haja partidos entre vós, para que também os aprovados se tornem conhecidos em vosso meio.
20 ଅତଏବ, ତୁମ୍ଭମାନେେ ଯେତବେେଳେ ମଣ୍ଡଳୀ ରେ ସମବତେ ହୁଅ, ତୁମ୍ଭମାନେେ ପ୍ରକୃତ ରେ ପ୍ରଭୁଭୋଜ ପାଳନ କରି ନ ଥାଅ।
20 Quando, pois, vos reunis no mesmo lugar, não é a ceia do Senhor que comeis.
21 କାରଣ ତୁମ୍ଭମାନେେ ଖାଇଲା ବେଳେ ଅନ୍ୟମାନଙ୍କ ପାଇଁ ଅପେକ୍ଷା ନ କରି ନିଜ ନିଜର ଭୋଜ ଖାଅ। ଫଳତଃ, କହେି କହେି ୟଥେଷ୍ଟ ଖାଇବା ଓ ପିଇବାକୁ ପାଆନ୍ତି ନାହିଁ, ଅପରପକ୍ଷ ରେ ଅନ୍ୟମାନେ ଅତ୍ଯଧିକ ଖାଇପିଇ ମାତାଲ ହାଇେ ଯାନ୍ତି।
21 Porque, ao comerdes, cada um toma, antecipadamente, a sua própria ceia; e há quem tenha fome, ao passo que há também quem se embriague.
22 ତୁମ୍ଭମାନେେ ନିଜ ନିଜର ଘ ରେ ଖାଇ ପିଇ ପାରିବ। ତୁମ୍ଭମାନଙ୍କ ପାଇଁ ପରମେଶ୍ବରଙ୍କ ମଣ୍ଡଳୀର ଯେପରି ଗୁରୁତ୍ବ ନାହିଁ, ଏହି କାର୍ୟ୍ଯରୁ ଜଣାପଡ଼େ। ତୁମ୍ଭମାନେେ ଦରିଦ୍ର ଲୋକଙ୍କୁ ଲଜ୍ଜା ଦେଉଛ। ମୁଁ ତୁମ୍ଭମାନଙ୍କୁ କ'ଣ ବା କହିବି ? ଏହି କାମ ପାଇଁ କ'ଣ ମୁଁ ତୁମ୍ଭମାନଙ୍କ ପ୍ରଶଂସା କରିବି ? ନା । ଏଥିପାଇଁ ମୁଁ ତୁମ୍ଭମାନଙ୍କୁ ପ୍ରଶଂସା କରିବି ନାହିଁ।
22 Não tendes, porventura, casas onde comer e beber? Ou menosprezais a igreja de Deus e envergonhais os que nada têm? Que vos direi? Louvar-vos-ei? Nisto, certamente, não vos louvo.
23 ଯେଉଁ ଶିକ୍ଷା ମୁଁ ପ୍ରଭୁଙ୍କ ଠାରୁ ଗ୍ରହଣ କରିଥିଲି, ସହେି ସମାନ ଶିକ୍ଷା ତୁମ୍ଭମାନଙ୍କୁ ଦଲେି। ଯେଉଁ ରାତ୍ରି ରେ ଯୀଶୁଙ୍କୁ ହତ୍ଯା କରିବା ପାଇଁ ଧରାଇ ଦିଆଯାଇଥିଲା। ସହେି ରାତ୍ରି ରେ ସେ ରୋଟୀ ନେଲେ ଓ ତା' ପାଇଁ ଧନ୍ଯବାଦ ଦଇେଥିଲେ।
23 Porque eu recebi do Senhor o que também vos entreguei: que o Senhor Jesus, na noite em que foi traído, tomou o pão;
24 ତା'ପରେ ସହେି ରୋଟୀକୁ ଛିଣ୍ଡାଇ ସେ କହିଲେ : ଏହା ତୁମ୍ଭମାନଙ୍କ ନିମନ୍ତେ ମାରେ ଶରୀର। ମାେତେ ସ୍ମରଣ କରିବା ପାଇଁ ତୁମ୍ଭମାନେେ ଏହା କର।
24 e, tendo dado graças, o partiu e disse: Isto é o meu corpo, que é dado por vós; fazei isto em memória de mim.
25 ସହେିପରି ସମାନେେ ଖାଇ ସାରିଲା ପରେ, ସେ ପାନପାତ୍ର ନେଲେ ଓ କହିଲେ : ଏହି ପାନପାତ୍ର ମାହେର ରକ୍ତ ରେ ସ୍ଥାପିତ ନୂତନ ଚୁକ୍ତିର ନିଦର୍ଶନ। ତୁମ୍ଭମାନେେ ଯେତେଥର ଏହି ପାତ୍ରକୁ ପାନ କରିବ, ମାେତେ ସ୍ମରଣ କରିବା ପାଇଁ ତାହା କରିବ।
25 Por semelhante modo, depois de haver ceado, tomou também o cálice, dizendo: Este cálice é a nova aliança no meu sangue; fazei isto, todas as vezes que o beberdes, em memória de mim.
26 ପ୍ରେତ୍ୟକକ ଥର ଏହି ରୋଟୀ ଖାଇଲା ବେଳେ ଓ ଏହି ପାନପାତ୍ରରୁ ପାନ କଲା ବେଳେ, ପ୍ରଭୁଙ୍କ ଦିନ ଆସିବା ପର୍ୟ୍ଯନ୍ତ, ପ୍ରଭୁଙ୍କ ମୃତ୍ଯୁର ଘାଷେଣା କରୁଥିବ।
26 Porque, todas as vezes que comerdes este pão e beberdes o cálice, anunciais a morte do Senhor, até que ele venha.
27 ଅତଏବ, ଯେଉଁ ଲୋକ ରୋଟୀ ଓ ପ୍ରଭୁଙ୍କର ପିଆଲାରୁ ଅନୁଚିତ ଭାବରେ ଗ୍ରହଣ କରେ, ସେ ପ୍ରଭୁଙ୍କର ଶରୀର ଓ ରକ୍ତର ଅବମାନନା କରେ।
27 Por isso, aquele que comer o pão ou beber o cálice do Senhor, indignamente, será réu do corpo e do sangue do Senhor.
28 ପ୍ରେତ୍ୟକକଲୋକ ରୋଟୀ ଖାଇବା ପୂର୍ବରୁ ଓ ପିଆଲାରୁ ପିଇବା ପୂର୍ବରୁ ନିଜ ହୃଦୟକୁ ପରୀକ୍ଷା କରିନବୋ ଦରକାର।
28 Examine-se, pois, o homem a si mesmo, e, assim, coma do pão, e beba do cálice;
29 ଯଦି ଜଣେ ପ୍ରଭୁଙ୍କ ଶରୀରକୁ ବିଶଷେ ନ ମଣି ଏହି ରୋଟୀକୁ ଖାଏ ଓ ଏହି ପିଆଲାରୁ ପିଏ, ତା' ହେଲେ ସେ ଏହା ଖାଇବା ଓ ପିଇବା ଦ୍ବାରା ଦୋଷୀ ସାବ୍ଯସ୍ତ ହୁଏ।
29 pois quem come e bebe sem discernir o corpo, come e bebe juízo para si.
30 ସେଥିପାଇଁ ତୁମ୍ଭମାନଙ୍କ ମଧିଅରେ ଅନକେ ଦୁର୍ବଳ ଓ ରୋଗୀ ଅଛନ୍ତି ଓ ଅନକେ ମୃତ ହେଲଣେି।
30 Eis a razão por que há entre vós muitos fracos e doentes e não poucos que dormem.
31 କିନ୍ତୁ ଯଦି ଆମ୍ଭେ ନିଜକୁ ପରୀକ୍ଷା କରି ନବୋ, ତା' ହେଲେ ଆମ୍ଭକୁ ପ୍ରଭୁଙ୍କ ଦ୍ବାରା ବିଚାରିତ ହବୋକୁ ପଡ଼ିବ ନାହିଁ।
31 Porque, se nos julgássemos a nós mesmos, não seríamos julgados.
32 ପ୍ରଭୁ ଯେତବେେଳେ ଆମ୍ଭର ବିଚାର କରନ୍ତି, ସେ ଠିକ୍ ବାଟ ଦଖାଇବୋ ଲାଗି ଆମ୍ଭ ପ୍ରତି ଦଣ୍ଡ ବିଧାନ କରନ୍ତି। ଆମ୍ଭେ ଯେପରି ଜଗତର ଅବଶିଷ୍ଟ ଲୋକମାନଙ୍କ ସହିତ ଦଣ୍ଡାଜ୍ଞା ପାଇବୁ ନାହିଁ, ସେଥିଲାଗି ସେ ଏପରି କରନ୍ତି।
32 Mas, quando julgados, somos disciplinados pelo Senhor, para não sermos condenados com o mundo.
33 ଅତଏବ, ହେ ଭାଇ ଓ ଭଉଣୀମାନେ ଯେତବେେଳେ ଭୋଜନ କରିବା ପାଇଁ ତୁମ୍ଭମାନେେ ଏକାଠି ଆସିଛ, ପରସ୍ପର ଏକଆ ରକେ ଲାଗି ଅପେକ୍ଷା କର।
33 Assim, pois, irmãos meus, quando vos reunis para comer, esperai uns pelos outros.
34 ଯଦି କାହାକୁ ବହୁତ ଭୋକ ଲାଗୁଛି, ସେ ଘ ରେ ଖାଇ ଦବୋ ଉଚିତ, ୟଦ୍ଦ୍ବାରା ପ୍ରଭୁଭୋଜ ସଭା ରେ ତୁମ୍ଭମାନଙ୍କ ଆଚରଣ ହତେୁ ପ୍ରଭୁଙ୍କ ଦ୍ବାରା ବିଚାରିତ ହବେ ନାହିଁ। ମୁଁ ଯବେେ ଆସିବି, ଅବଶିଷ୍ଟ ବିଷୟ ରେ କ'ଣ କରିବାକୁ ହବେ କହିବି।
34 Se alguém tem fome, coma em casa, a fim de não vos reunirdes para juízo. Quanto às demais coisas, eu as ordenarei quando for ter convosco.

Ler em outra tradução

Comparar com outra

Estude este capítulo no WhatsApp

Peça à IA da Bíblia Fala para explicar 1 Coríntios 11, comparar traduções ou montar um estudo — tudo direto pelo WhatsApp.