1 Coríntios 16

Oriya Bible (GL_ORIYA) vs ARIB

Sair da comparação
ARIB Almeida Revisada Imprensa Bíblica
1 ବର୍ତ୍ତମାନ ପରମେଶ୍ବରଙ୍କ ଲୋକମାନଙ୍କର ସାହାୟ୍ଯ ପାଇଁ ଅର୍ଥ ସଂଗ୍ରହ ବିଷୟ ରେ ମୁଁ ଗାଲାତୀୟ ମଣ୍ଡଳୀକୁ ଏ ସର୍କ ରେ ଦଇେ ଥିବା ନିର୍ଦ୍ଦଶମାନେ ତୁମ୍ଭମାନେେ ଅବଶ୍ଯ ପାଳନ କରିବା ଉଚିତ।
1 Ora, quanto à coleta para os santos fazei vós também o mesmo que ordenei às igrejas da Galiléia.
2 ପ୍ରେତ୍ୟକକ ସପ୍ତାହର ପ୍ରଥମ ଦିନ ତୁମ୍ଭମାନଙ୍କ ମଧ୍ଯରୁ ପ୍ରେତ୍ୟକକ ନିଜ ଆୟ ଅନୁଯାଯୀ ଯେତିକି ସମ୍ଭବ ନିଶ୍ଚୟ ସଞ୍ଚୟ କର। ତୁମ୍ଭମାନେେ ଏହାକୁ ଗୋଟିଏ ବିଶଷେ ସ୍ଥାନ ରେ ରଖି ଥାଅ। ଏପରି କଲେ, ମୁଁ ତୁମ୍ଭମାନଙ୍କ ପାଖ ରେ ପହଁଚିଲା ପରେ ତୁମ୍ଭମାନଙ୍କୁ ସଂଗ୍ରହ କରିବାକୁ ପଡ଼ିବ ନାହିଁ।
2 No primeiro dia da semana cada um de vós ponha de parte o que puder, conforme tiver prosperado, guardando-o, para que se não façam coletas quando eu chegar.
3 ସଠାେରେ ପହଞ୍ଚିଲା ପରେ, ତୁମ୍ଭମାନେେ ଯେଉଁ ବ୍ଯକ୍ତିମାନଙ୍କୁ ବାଛିବ, ମୁଁ ସମାନଙ୍କେର ପରିଚୟ ପତ୍ର ସହିତ ତୁମ୍ଭମାନଙ୍କର ଦାନ ୟିରୁଶାଲମକୁ ପଠାଇ ଦବେି।
3 E, quando tiver chegado, mandarei os que por carta aprovardes para levar a vossa dádiva a Jerusalém;
4 ଯଦି ମାରେ ମଧ୍ଯ ୟିବାର ହୁଏ ସମାନେେ ମଧ୍ଯ ମାେ ସହିତ ଯିବେ।
4 mas, se valer a pena que eu também vá, irão comigo.
5 ମାରେ ମାକିଦନିଆ ବାଟ ଦଇେ ୟିବା କାର୍ୟ୍ଯକ୍ରମ ଅଛି। ମାକିଦନିଆ ବାଟ ଦଇେ ଗଲା ପରେ ମୁଁ ତୁମ୍ଭମାନଙ୍କ ପାଖକୁ ଆସିବି।
5 Irei, porém, ter convosco depois de ter passado pela Macedônia, pois tenho de passar pela Macedônia;
6 ସେତବେେଳେ ମୁଁ ତୁମ୍ଭମାନଙ୍କ ସହିତ କିଛି ସମୟ ଅତିବାହିତ କରିବି, ସମ୍ପୂର୍ଣ୍ଣ ବା ଶୀତକାଳ ତୁମ୍ଭମାନଙ୍କ ସହିତ ରହିବି। ତା'ପରେ, ମାେ ଯାତ୍ରା ରେ, ମୁଁ ଯେଉଁଠାକୁ ୟିବି, ତୁମ୍ଭମାନେେ ମାେତେ ସାହାୟ୍ଯ କରିପାରିବ।
6 e talvez demore convosco algum tempo, ou mesmo passe o inverno, para que me encaminheis para onde quer que eu for.
7 ମୁଁ ଏବେ ତୁମ୍ଭମାନଙ୍କ ସହିତ ଦଖାେ କରିବାକୁ ଇଚ୍ଛା କରୁ ନାହିଁ, କାରଣ ପ୍ରଭୁ ଅନୁମତି ଦେଲେ ତୁମ୍ଭମାନଙ୍କ ସହ ଅଧିକ ସମୟ ରହିବା ପାଇଁ ଆଶା କରେ।
7 Pois não quero ver-vos desta vez apenas de passagem, antes espero ficar convosco algum tempo, se o Senhor o permitir.
8 କିନ୍ତୁ ମୁଁ ଏଫିସ ନଗର ଠା ରେ ପେଣ୍ଟିକଷ୍ଟ ପର୍ବ ପର୍ୟ୍ଯନ୍ତ ରହିବି।
8 Ficarei, porém, em Éfeso até o Pentecostes;
9 କାରଣ ସଠାେରେ ଫଳପ୍ରଦ କାର୍ୟ୍ଯ ନିମନ୍ତେ ମାେ ପାଇଁ ଏକ ମହାନ୍ ସୁ ଯୋଗର ଦ୍ବାର ଖାେଲା ହାଇେଛି। ସଠାେରେ ମାରେ ଅନକେ ବିପକ୍ଷ ମଧ୍ଯ ଅଛନ୍ତି।
9 porque uma porta grande e eficaz se me abriu; e há muitos adversários.
10 ତୀମଥି ତୁମ୍ଭମାନଙ୍କ ପାଖକୁ ଆସି ପାରନ୍ତି। ତୁମ୍ଭମାନଙ୍କ ମଧିଅରେ ସେ ଯେପରି ସ୍ବଚ୍ଛନ୍ଦ ରେ ରୁହନ୍ତି, ଏଥିପାଇଁ ତୁମ୍ଭେ ତାହାଙ୍କ ପ୍ରତି ମନୋୟୋଗୀ ହୁଅ। ମାେ ଭଳି ସେ ମଧ୍ଯ ପ୍ରଭୁଙ୍କ ପାଇଁ କାମ କରୁଛନ୍ତି।
10 Ora, se Timóteo for, vede que esteja sem temor entre vós; porque trabalha na obra do Senhor, como eu também,
11 ଅତଏବ ତୀମଥିଙ୍କୁ କହେି ଯେପରି ଗ୍ରହଣ କରିବାକୁ ମନା ନ କରେ। ସେ ଯେପରି ମାେ ପାକରେ ଆସି ପହଁଞ୍ଚିବେ ଏଥିପାଇଁ ତାହାଙ୍କୁ ଶାନ୍ତି ପୂର୍ବକ ୟିବା ରେ ସାହାୟ୍ଯ କର। ମୁଁ ଅନ୍ୟ ଭାଇମାନଙ୍କ ସହିତ ତାହାଙ୍କ ଫରେିବା ବାଟକୁ ଚାହିଁ ବସିଛି।
11 Portanto ninguém o despreze; mas encaminhai-o em paz, para que venha ter comigo, pois o espero com os irmãos.
12 ଆପଲ୍ଲ ଭାଇଙ୍କ ବିଷୟ ରେ ଲେଖୁଛି। ଅନ୍ୟ ଭାଇମାନଙ୍କ ସହିତ ତୁମ୍ଭମାନଙ୍କ ସହିତ ତୁମ୍ଭମାନଙ୍କ ପାଖକୁ ୟିବା ପାଇଁ ମୁଁ ତାହାକୁ ବହୁତ ଅନୁ ରୋଧ କଲି କିନ୍ତୁ ଏବେ ୟିବା ପାଇଁ ସେ ଆଦୌ ଚାହୁଁ ଚାହାଁନ୍ତି। କିନ୍ତୁ ଯେତବେେଳେ ସୁଯୋଗ ହବେ, ସେ ତୁମ୍ଭମାନଙ୍କ ପାଖକୁ ଯିବେ।
12 Quanto ao irmão Apolo, roguei-lhe muito que fosse com os irmãos ter convosco; mas de modo algum quis ir agora; irá porém, quando se lhe ofereça boa ocasião.
13 ସାବଧାନ ରୁହ। ଦୃଢ଼ ଭାବେ ନିଜ ବିଶ୍ବାସ ରେ ଅଟଳ ରୁହ।
13 Vigiai, estai firmes na fé, portai-vos varonilmente, sede fortes.
14 ସାହସୀ ହୁଅ, ବଳବାନ ହୁଅ। ପ୍ରେତ୍ୟକକ କର୍ମ ପ୍ ରମରେ ସାଧିତ କର।
14 Todas as vossas obras sejam feitas em amor.
15 ତୁମ୍ଭମାନେେ ସ୍ତିଫାନର ପରିବାରବର୍ଗଙ୍କୁ ଜାଣିଛ। ସମାନେେ ଆଖାଯା ଦେଶର ପ୍ରଥମ ବିଶ୍ବାସୀ ଥିଲେ। ସମାନେେ ପରମେଶ୍ବରଙ୍କ ଲୋକମାନଙ୍କ ସବୋ ରେ ନିଜକୁ ସମର୍ପିତ କରିଛନ୍ତି।
15 Agora vos rogo, irmãos-pois sabeis que a família de Estéfanas é as primícias da Acaía, e que se tem dedicado ao ministério dos santos-
16 ଭାଇ ଓ ଭଉଣୀମାନେ ! ମୁଁ ତୁମ୍ଭମାନଙ୍କୁ ଅନୁ ରୋଧ କରୁଛି ଯେ ତୁମ୍ଭମାନେେ, ଏହିପ୍ରକାର ଲୋକ ଓ ସମାନଙ୍କେ ସହିତ ପରମେଶ୍ବରଙ୍କ ପାଇଁ ପରିଶ୍ରମ କରି ସବୋ କରୁଥିବା ଲୋକମାନଙ୍କର ବଶୀଭୂତ ହୁଅ।
16 que também vos sujeiteis aos tais, e a todo aquele que auxilia na obra e trabalha.
17 ମୁଁ ସ୍ତିଫାନ, ଫତ୍ତୂର୍ନାଢ ଓ ଆଖାଯିକଙ୍କ ଆଗମନ ରେ ଆନନ୍ଦ କରୁଛି। କାରଣ ମାେ ପାଇଁ ଯାହା ତୁମ୍ଭମାନେେ କରି ପାରି ନାହଁ, ତାହା ସମାନେେ କରି ପାରିଲେ।
17 Regozijo-me com a vinda de Estéfanas, de Fortunato e de Acaico; porque estes supriram o que da vossa parte me faltava.
18 ସମାନେେ ମାେ ଆତ୍ମାକୁ ଏବଂ ତୁମ୍ଭ ଆତ୍ମାକୁ ମଧ୍ଯ ଆରାମ ପ୍ରଦାନ କରିଛନ୍ତି। ତୁମ୍ଭମାନେେ ଏଭଳି ଲୋକମାନଙ୍କୁ ସମ୍ମାନ କରିବା ଉଚିତ୍।
18 Porque recrearam o meu espírito assim como o vosso. Reconhecei, pois, aos tais.
19 ଏସିଆର ସମସ୍ତ ମଣ୍ଡଳୀ ତୁମ୍ଭମାନଙ୍କୁ ଅଭିବାଦନ ଜଣାନ୍ତି। ଆକ୍ବିଲା ଓ ପ୍ରୀସ୍କା ପ୍ରଭୁଙ୍କ ନାମ ରେ ଅନକେ ଅଭିବାଦନ ପଠାନ୍ତି। ତାହାଙ୍କ ଘ ରେ ମିଳିତ ହେଉଥିବା ମଣ୍ଡଳୀ ତୁମ୍ଭମାନଙ୍କୁ ମଧ୍ଯ ଅଭିବାଦନ ଜଣାଏ।
19 As igrejas da Ásia vos saúdam. Saúdam-vos afetuosamente no Senhor Aqüila e Prisca, com a igreja que está em sua casa.
20 ସମସ୍ତ ଭାଇ ଓ ଭଉଣୀଙ୍କର ତୁମ୍ଭମାନଙ୍କୁ ନମସ୍କାର। ଯେତବେେଳେ ତୁମ୍ଭମାନେେ ଏକତ୍ର ହେଉଛ, ପରସ୍ପରକୁ ପବିତ୍ର ଚୁମ୍ବନ ଦଇେ ଅଭିବାଦନ ଜଣାଅ।
20 Todos os irmãos vos saúdam. Saudai-vos uns aos outros com ósculo santo.
21 ମୁଁ ପାଉଲ, ନିଜ ହାତ ରେ ତୁମ୍ଭମାନଙ୍କୁ ନମସ୍କାର ଲେଖି ଜଣାଉଛି।
21 Esta saudação é de meu próprio punho, Paulo.
22 ଯଦି କିଏ ପ୍ରଭୁଙ୍କୁ ପ୍ ରମେ କରୁ ନାହିଁ, ତାହାହେଲେ ସେ ଲୋକ ପରମେଶ୍ବରଙ୍କ ଠାରୁ ବିଚ୍ଛିନ୍ନ ହାଇେ ସେ ଅନନ୍ତକାଳ ପାଇଁ ବିନଷ୍ଟ ହବେ।
22 Se alguém não ama ao Senhor, seja anátema! Maranata.
23 ପ୍ରଭୁ ଯୀଶୁଙ୍କର ଅନୁଗ୍ରହ ତୁମ୍ଭମାନଙ୍କର ସହବର୍ତ୍ତୀ ହେଉ।
23 A graça do Senhor Jesus seja convosco.
24 ଖ୍ରୀଷ୍ଟଯୀଶୁଙ୍କ ଠା ରେ ତୁମ୍ଭ ସମସ୍ତଙ୍କ ପ୍ରତି ମାରେ ପ୍ ରମେ ଭାବ ରହିଥାଉ।
24 O meu amor seja com todos vós em Cristo Jesus.

Ler em outra tradução

Comparar com outra

Estude este capítulo no WhatsApp

Peça à IA da Bíblia Fala para explicar 1 Coríntios 16, comparar traduções ou montar um estudo — tudo direto pelo WhatsApp.