1 Coríntios 3
Oriya Bible (GL_ORIYA) vs VC
1 ଭାଇ ଓ ଭଉଣୀମାନେ! ପୂର୍ବ ରେ ମୁଁ ତୁମ୍ଭମାନଙ୍କୁ ଆତ୍ମିକମନା ଲୋକମାନଙ୍କୁ କହିବା ଭଳି କହି ପାରି ନ ଥିଲି। ମୁଁ ତୁମ୍ଭମାନଙ୍କ ସହିତ ଜାଗତିକ ଲୋକ ଭଳି କଥାବାର୍ତ୍ତା କଲି। ଖ୍ରୀଷ୍ଟଙ୍କଠା ରେ ଶିଶୁ ଭଳି ମୁଁ ତୁମ୍ଭମାନଙ୍କୁ କହିଲି।
1 A vós, irmãos, não vos pude falar como a homens espirituais, mas como a carnais, como a criancinhas em Cristo.
2 ସେତବେେଳେ ମୁଁ ତୁମ୍ଭକୁ ଗୁରୁପାକ ଖାଦ୍ୟ ନ ଦଇେ କ୍ଷୀର ଦଲେି। ଏପରି କରିବାର ଉଦ୍ଦେଶ୍ଯ ଯେ, ତୁମ୍ଭମାନେେ ଗୁରୁପାକ ଖାଦ୍ୟ ପାଇଁ ପ୍ରସ୍ତୁତ ନ ଥିଲ, ଏବେ ମଧ୍ଯ ତୁମ୍ଭମାନେେ ଗୁରୁପାକ ଖାଦ୍ୟ ପାଇଁ ପ୍ରସ୍ତୁତ ନୁହଁ।
2 Eu vos dei leite a beber, e não alimento sólido que ainda não podíeis suportar. Nem ainda agora o podeis, porque ainda sois carnais.
3 ତୁମ୍ଭମାନେେ ଆତ୍ମିକ ଜୀବନ ରେ ଏବେ ମଧ୍ଯ ଶିଶୁ ଭଳି ଅଛ। ତୁମ୍ଭମାନେେ ପରସ୍ପରକୁ ଈର୍ଷା କରୁଛ ଓ ପରସ୍ପର ମଧିଅରେ କଳହ କରୁଛ। ଏଥିରୁ ଜଣାପଡ଼େ ତୁମ୍ଭମାନେେ ଏବେ ମଧ୍ଯ ଆତ୍ମିକ ନୁହଁ। ତୁମ୍ଭେ ଜାଗତିକ ଲୋକମାନଙ୍କ ଭଳି ଆଚରଣ କରୁଛ।
3 Com efeito, enquanto houver entre vós ciúmes e contendas, não será porque sois carnais e procedeis de um modo totalmente humano?
4 ତୁମ୍ଭମାନଙ୍କ ଭିତ ରେ ଜଣେ କହୁଛି, ମୁଁ ପାଉଲଙ୍କ ଅନୁଗାମୀ, ଆଉ ଜଣେ କହୁଛି ମୁଁ ଆପଲ୍ଲଙ୍କ ଅନୁଗାମୀ, ଏଭଳି କହିବା ଦ୍ବାରା ତୁମ୍ଭମାନେେ ଜାଗତିକ ମଣିଷ ଭଳି ଆଚରଣ କରୁଛ।
4 Quando, entre vós, um diz: Eu sou de Paulo, e outro: Eu, de Apolo, não é isto modo de pensar totalmente humano?
5 ଆପଲ୍ଲ କ'ଣ ବିଶିଷ୍ଟ ଲୋକ ଅଟନ୍ତି ନା! ପାଉଲ ମହାନ୍ ଅଟନ୍ତି ? ନା! ଆମ୍ଭେ କବଳେ ପ୍ରଭୁଙ୍କର ସବେକ ଅଟୁ। ଆମ୍ଭେ ତାହାଙ୍କଠା ରେ ବିଶ୍ବାସ କରିବା ରେ ତୁମ୍ଭମାନଙ୍କୁ ସାହାୟ୍ଯ କରିଛୁ। ପ୍ରଭୁଙ୍କ ଦ୍ବାରା ଦିଆଯାଇଥିବା କାମ ହିଁ ଆମ୍ଭେ ସମ୍ପୂର୍ଣ୍ଣ କରିଛୁ।
5 Pois que é Apolo? E que é Paulo? Simples servos, por cujo intermédio abraçastes a fé, e isto conforme a medida que o Senhor repartiu a cada um deles:
6 ମୁଁ ଗଛଟିଏ ଲଗାଇଲି। ଆପଲ୍ଲ ଗଛ ରେ ପାଣି ଦେଲେ, କିନ୍ତୁ ପରମେଶ୍ବର ତା'କୁ ବଢ଼ିବା ରେ ସାହାୟ୍ଯ କଲେ।
6 eu plantei, Apolo regou, mas Deus é quem fez crescer.
7 ତେଣୁ ଗଛ ଲଗଇେଥିବା ବା ପାଣି ଦଇେଥିବା କହେି ନୁହେଁ, କିନ୍ତୁ ଗଛକୁ ବଢ଼ାଉଥିବା ପରମେଶ୍ବର କବଳେ ପ୍ରଧାନ ଅଟନ୍ତି।
7 Assim, nem o que planta é alguma coisa nem o que rega, mas só Deus, que faz crescer.
8 ଅତଏବ ଗଛ ଲଗାଇଥିବା ଲୋକ ଓ ତାକୁ ପାଣି ଦଇେଥିବା ଲୋକ, ଦୁହିଁଙ୍କର ଉଦ୍ଦେଶ୍ଯ ସମାନ ଓ ଦୁ ହେଁ ତାହାଙ୍କର କାମ ଲାଗି ପ୍ରତିଫଳ ପାଇବେ।
8 O que planta ou o que rega são iguais; cada um receberá a sua recompensa, segundo o seu trabalho.
9 ଆମ୍ଭମାନେେ ଏକତ୍ର ମିଳି ପରମେଶ୍ବରଙ୍କ ନିମନ୍ତେ କାର୍ୟ୍ଯ କରୁଛୁ, ଓ ତୁମ୍ଭମାନେେ ପରମେଶ୍ବରଙ୍କର ଚାଷଜମି ଅଟ।
9 Nós somos operários com Deus. Vós, o campo de Deus, o edifício de Deus.
10 ଜଣେ ଦକ୍ଷ ଗୃହନିର୍ମାଣକାରୀ ଭଳି ମୁଁ ସେ ଘରର ଭିତ୍ତି ସ୍ଥାପନ କଲି। ପରମେଶ୍ବରଙ୍କ ଦତ୍ତ ଅନୁଗ୍ରହ ମୁଁ ସେଥିପାଇଁ ବ୍ଯବହାର କଲି। ଅନ୍ୟମାନେ ସହେି ଭିତ୍ତିଭୂମି ଉପରେ ଗୃହ ନିର୍ମାଣ କରିବେ, କିନ୍ତୁ ପ୍ରେତ୍ୟକକ ଲୋକ ନିର୍ମାଣ କଲା ବେଳେ ସେ କିପରି ନିର୍ମାଣ କରୁଛି। ଏବିଷୟ ରେ ସତର୍କ ହବୋ ଉଚିତ୍।
10 Segundo a graça que Deus me deu, como sábio arquiteto lancei o fundamento, mas outro edifica sobre ele.
11 ତିଆରି ହାଇେଥିବା ମୂଳଦୁଆ ବ୍ଯତୀତ ଅନ୍ୟ ମୂଳଦୁଆ କହେି ପକାଇ ପାରିବ ନାହିଁ।
11 Quanto ao fundamento, ninguém pode pôr outro diverso daquele que já foi posto: Jesus Cristo.
12 ଏହି ମୂଳଦୁଆ ସ୍ବଯଂ ଯୀଶୁ ଖ୍ରୀଷ୍ଟ ଅଟନ୍ତି। ଜଣେଲୋକ ସହେି ମୂଳଦୁଆ ଉପରେ ସୁନା, ରୂପା, ବହୁମୂଲ୍ଯ ପଥର, କାଠ, ଘାସ ବା ନଡ଼ା, ଯାହା କିଛି ବ୍ଯବହାର କରି ନିର୍ମାଣ କରି ପାରିବ।
12 Agora, se alguém edifica sobre este fundamento, com ouro, ou com prata, ou com pedras preciosas, com madeira, ou com feno, ou com palha,
13 କିନ୍ତୁ ପ୍ରେତ୍ୟକକ ଲୋକର କାମ ସହେି ଦିନ ସ୍ପଷ୍ଟ ଭାବରେ ପ୍ରକାଶିତ ହବେ। ସହେି ଦିନଟି ନିଆଁ ଦଇେ ଆସିବ, ଓ ସହେି ନିଆଁ ପ୍ରେତ୍ୟକକ ଲୋକର କାର୍ୟ୍ଯକୁ ପରୀକ୍ଷା କରିବ।
13 a obra de cada um aparecerá. O dia {do julgamento} demonstrá-lo-á. Será descoberto pelo fogo; o fogo provará o que vale o trabalho de cada um.
14 ଯଦି ସେ ମୂଳଦୁଆ ଉପରେ ନିର୍ମିତ ଲୋକର ଗୃହ ଠିଆ ହାଇେ ରହିଥିବ। ତା' ହେଲେ ସେ ଲୋକ ତା'ର ପୁରସ୍କାର ପାଇବ।
14 Se a construção resistir, o construtor receberá a recompensa.
15 କିନ୍ତୁ ଯେଉଁ ଲୋକର କାର୍ୟ୍ଯ ନିଆଁ ରେ ଭସ୍ମ ହାଇଯେିବ, ସେ କ୍ଷତି ସହିବ। ସେ ଲୋକ ରକ୍ଷା ପାଇବ, କିନ୍ତୁ ସେ ସହେି ଜ୍ବଳନ୍ତ ନିଆଁରୁ ଯେପରି ଉଦ୍ଧାର ହେଲା ଭଳି ହବେ।
15 Se pegar fogo, arcará com os danos. Ele será salvo, porém passando de alguma maneira através do fogo.
16 ତୁମ୍ଭମାନେେ ଜାଣି ରଖିବା ଉଚିତ୍ ଯେ, ତୁମ୍ଭମାନେେ ପରମେଶ୍ବରଙ୍କ ମନ୍ଦିର ଅଟ, ଏବଂ ପରମେଶ୍ବରଙ୍କ ଆତ୍ମା ତୁମ୍ଭମାନଙ୍କ ଠା ରେ ବାସ କରନ୍ତି।
16 Não sabeis que sois o templo de Deus, e que o Espírito de Deus habita em vós?
17 ଯଦି କୌଣସି ଲୋକ ପରମେଶ୍ବରଙ୍କ ମନ୍ଦିରକୁ ନଷ୍ଟକରେ, ତାହାହେଲେ ପରମେଶ୍ବର ତାକୁ ନଷ୍ଟ କରି ଦବେେ। କାରଣ ପରମେଶ୍ବରଙ୍କ ମନ୍ଦିର ହେଉଛି ପବିତ୍ର। ସହେି ପବିତ୍ର ମନ୍ଦିର ତୁମ୍ଭମାନେେ।
17 Se alguém destruir o templo de Deus, Deus o destruirá. Porque o templo de Deus é sagrado - e isto sois vós.
18 ନିଜକୁ ଠକ ନାହିଁ, ଯଦି କୌଣସି ଲୋକ ଭାବେ ଯେ, ସେ ଏହି ୟୁଗ ଅନୁସାରେ ଜ୍ଞାନୀ ଅଟେ, ତା' ହେଲେ ତାକୁ ମୂର୍ଖ ହବୋକୁ ପଡ଼ିବ, ତହିଁରେ ସେ ପ୍ରକୃତ ଜ୍ଞାନୀ ହାଇପୋରିବା
18 Ninguém se engane a si mesmo. Se alguém dentre vós se julga sábio à maneira deste mundo, faça-se louco para tornar-se sábio,
19 କାହିଁକି କାରଣ ପରମେଶ୍ବରଙ୍କ ଦୃଷ୍ଟି ରେ ଜାଗତିକ ଜ୍ଞାନ ପ୍ରକୃତ ରେ ମୂର୍ଖତା ଅଟେ। ଶାସ୍ତ୍ର କୁ ହେ ; ଯେତବେେଳେ ଜ୍ଞାନୀମାନେ ନିଜ ଚତୁରତା ରେ ବ୍ଯବହାର କରନ୍ତି, ପରମେଶ୍ବର ସେତବେେଳେ ସମାନଙ୍କେୁ ଧରନ୍ତି।
19 porque a sabedoria deste mundo é loucura diante de Deus; pois {diz a Escritura} ele apanhará os sábios na sua própria astúcia {Jó 5,13}.
20 ଶାସ୍ତ୍ର ରେ ଏହା ମଧ୍ଯ ଲଖାେଅଛି : ପ୍ରଭୁ ଜ୍ଞାନୀମାନଙ୍କର ମନକଥା ଜାଣନ୍ତି। ସମାନଙ୍କେ ସମସ୍ତ ଚିନ୍ତାଧାରା ଯେ ମୂଲ୍ଯହୀନ ଏହା ମଧ୍ଯ ସେ ଜାଣନ୍ତି।
20 E em outro lugar: O Senhor conhece os pensamentos dos sábios, e ele sabe que são vãos {Sl 93,11}.
21 ସେଥିପାଇଁ ମନୁଷ୍ଯମାନଙ୍କ ପାଇଁ ତୁମ୍ଭମାନେେ ଗର୍ବ କରିବା ଉଚିତ୍ ନୁହେଁ, କାରଣ ସମସ୍ତ ବିଷୟ ତୁମ୍ଭମାନଙ୍କର।
21 Portanto, ninguém ponha sua glória nos homens. Tudo é vosso:
22 ପାଉଲ, କଫୋ ବା ପିତର ; ଜଗତ ଜୀବନ ବା ମୃତ୍ଯୁ ; ବର୍ତ୍ତମାନ ବା ଭବିଷ୍ଯତ ସମସ୍ତ ହିଁ ତୁମ୍ଭମାନଙ୍କର।
22 Paulo, Apolo, Cefas, o mundo, a vida, a morte, o presente e o futuro. Tudo é vosso!
23 ତୁମ୍ଭମାନେେ ଖ୍ରୀଷ୍ଟଙ୍କର ଓ ଖ୍ରୀଷ୍ଟ ପରମେଶ୍ବରଙ୍କର ଅଟନ୍ତି।
23 Mas vós sois de Cristo, e Cristo é de Deus.
Atalhos do teclado
- Capítulo anterior←
- Próximo capítulo→
- Versículo anteriork
- Próximo versículoj
- Limpar seleçãoEsc
- Esta ajuda?
Estude este capítulo no WhatsApp
Peça à IA da Bíblia Fala para explicar 1 Coríntios 3, comparar traduções ou montar um estudo — tudo direto pelo WhatsApp.