1 Coríntios 4

Oriya Bible (GL_ORIYA) vs ARIB

Sair da comparação
ARIB Almeida Revisada Imprensa Bíblica
1 ଆମ୍ଭ ବିଷୟ ରେ ଲୋକମାନଙ୍କର ଭାବିବା ଦରକାର ଯେ, ଆମ୍ଭେ ଖ୍ରୀଷ୍ଟଙ୍କର ସବେକ। ପରମେଶ୍ବର ନିଜର ଗୋପନୀୟ ସତ୍ଯଗୁଡ଼ିକୁ ଆମ୍ଭ ନିକଟରେ ଭରସା ରଖି ଜଣାଇ ଅଛନ୍ତି।
1 Que os homens nos considerem, pois, como ministros de Cristo, e despenseiros dos mistérios de Deus.
2 ଯେଉଁ ଲୋକମାନଙ୍କୁ ଏହି ଦାଯିତ୍ବ ଦିଆଯାଇଛି ସମାନେେ ଯେ ଏଥିର ଯୋଗ୍ଯ ଏହା ଦର୍ଶାଇବା ଉଚିତ୍।
2 Ora, além disso, o que se requer nos despenseiros é que cada um seja encontrado fiel.
3 ତୁମ୍ଭମାନେେ ଯଦି ମାରେବିଚାର କର କିଅବା କୌଣସି ଅଦାଲତ, ଯଦି ମାରେ ବିଚାର କରେ, ତବେେ ମୁଁ ତାହାକୁ ଆଦୌ ଖାତିର କରେ ନାହିଁ। ଏପରି କି ମାେ ନିଜର ବିଚାର ମଧ୍ଯ ମୁଁ କରେ ନାହିଁ।
3 Todavia, a mim mui pouco se me dá de ser julgado por vós, ou por qualquer tribunal humano; nem eu tampouco a mim mesmo me julgo.
4 ମୁଁ ଯେ କୌଣସି ଭୁଲ କରି ନାହିଁ କିନ୍ତୁ ତାହା ମଧ୍ଯ ମାେତେ ନିର୍ଦ୍ ଦୋଷ ପ୍ରମାଣିତ କରି ନାହିଁ। ପ୍ରଭୁ ହେଉଛନ୍ତି ଏକମାତ୍ର ବ୍ଯକ୍ତି ୟିଏ କି ମାରେ ବିଚାର କରନ୍ତି।
4 Porque, embora em nada me sinta culpado, nem por isso sou justificado; pois quem me julga é o Senhor.
5 ଅତଏବ, ଠିକ୍ ସମୟ ନ ଆସିବା ପର୍ୟ୍ଯନ୍ତ ଅର୍ଥାତ୍ ପୁନରାଗମନ ପର୍ୟ୍ଯନ୍ତ, କୌଣସି କଥାର ବିଚାର କରିବା ଅନୁଚିତ। ସେ ଅନ୍ଧକାର ରେ ରହିଥିବା ବିଷୟ ଗୁଡ଼ିକୁ ଲୋକମାନଙ୍କ ସମ୍ମୁଖକୁ ଆଣିବେ। ସେ ମଣିଷର ହୃଦୟ ଭିତ ରେ ଥିବା ଗୁପ୍ତ ଉଦ୍ଦେଶ୍ଯ ଗୁଡ଼ିକୁ ପ୍ରକାଶ କରିବେ। ସେତବେେଳେ ପରମେଶ୍ବର ପ୍ରେତ୍ୟକକଙ୍କୁ ଯାହାର ପ୍ରାପ୍ଯ ପ୍ରଶଂସା ତାହା ପ୍ରଦାନ କରିବେ।
5 Portanto nada julgueis antes do tempo, até que venha o Senhor, o qual não só trará à luz as coisas ocultas das trevas, mas também manifestará os desígnios dos corações; e então cada um receberá de Deus o seu louvor.
6 ଭାଇ ଓ ଭଉଣୀମାନେ! ଏ ସମସ୍ତ କହିଲା ବେଳେ ମୁଁ ଆପଲ୍ଲଙ୍କୁ ଓ ନିଜକୁ ଉଦାହରଣ ସ୍ବରୂପ ବ୍ଯବହାର କରୁଛି ଯେପରି ତୁମ୍ଭମାନେେ ଶାସ୍ତ୍ରାଂଶ ଶବ୍ଦ ଗୁଡ଼ିକର ଅର୍ଥ ଆମ୍ଭଠାରୁ ଜାଣିପାରିବ, ତବେେ ଶାସ୍ତ୍ର ରେ ଯାହା ଲଖାେ ଯାଇଛି କବଳେ ତହିଁର ବାଧ୍ଯ ହୁଅ। ତା' ହେଲେ ତୁମ୍ଭମାନେେ ଜରକ ନିମନ୍ତେ ଗର୍ବ କରିବ ନାହିଁ ବା ଅନ୍ୟଜଣକୁ ଘୃଣା କରିବ ନାହିଁ।
6 Ora, irmãos, estas coisas eu as apliquei figuradamente a mim e a Apolo, por amor de vós; para que em nós aprendais a não ir além do que está escrito, de modo que nenhum de vós se ensoberbeça a favor de um contra outro.
7 କିଏ କହୁଛି ଯେ, ତୁମ୍ଭମାନେେ ଅନ୍ୟମାନଙ୍କ ତୁଳନା ରେ ଭଲ ? ଯାହା କିଛି ତୁମ୍ଭମାନଙ୍କ ପାଖ ରେ ଅଛି, ତାହା ତୁମ୍ଭକୁ ଦିଆଯାଇଛି। ତବେେ ଯଦି ସମସ୍ତ ବିଷୟ ତୁମ୍ଭମାନଙ୍କ ପାଖ ରେ ଅଛି। ତାହା ତୁମକୁ ଦିଆଯାଇଛି। ତବେେ ଯଦି ସମସ୍ତ ବିଷୟ ତୁମ୍ଭମାନଙ୍କୁ ଦିଆଯାଇଛି, ତା' ହେଲେ ସଗେୁଡ଼ିକ ତୁମ୍ଭମାନେେ ନିଜ ଶକ୍ତି ଦ୍ବାରା ପାଇଛ ବୋଲି ଗର୍ବ କରୁଛ।
7 Pois, quem te diferença? E que tens tu que não tenhas recebido? E, se o recebeste, por que te glorias, como se não o houveras recebido?
8 ତୁମ୍ଭମାନେେ ଭାବୁଛ ଯେ ତୁମ୍ଭମାନଙ୍କର ସମସ୍ତ ଆବଶ୍ଯକୀୟ ବିଷୟ ତୁମ୍ଭମାନଙ୍କ ପାଖ ରେ ଅଛି। ତୁମ୍ଭେ ନିଜକୁ ଧନ୍ଯ ବୋଲି ମନେ କରୁଛ। ତୁମ୍ଭମାନେେ ଆମ୍ଭ ବିନା ରାଜା ହାଇେ ଯାଇଛ ବୋଲି ଭାବୁଛ। ହଁ, ତୁମ୍ଭମାନେେ ପ୍ରକୃତ ରେ ରାଜା ହାଇେଥିଲେ ଭଲ ହାଇେଥାନ୍ତା। ତା' ହେଲେ ଆମ୍ଭେ ମଧ୍ଯ ତୁମ୍ଭମାନଙ୍କ ସହିତ ରାଜତ୍ବ କରିଥାଆନ୍ତୁ।
8 Já estais fartos! já estais ricos! sem nós já chegastes a reinar! e oxalá reinásseis de fato, para que também nós reinássemos convosco!
9 କିନ୍ତୁ ମାରେ ମନେ ହୁଏ ଯେ, ପରମେଶ୍ବର ଆମ୍ଭ ପ୍ ରରେିତମାନଙ୍କୁ ସର୍ବଶଷେ ରେ ରଖିଅଛନ୍ତି। ଆମ୍ଭମାନେେ ଯେପରି ମୃତ୍ଯୁଦଣ୍ଡ ରେ ଦଣ୍ଡିତ କରା ହାଇେଛୁ ଏବଂ ସମସ୍ତ ଜଗତ ଏହା ଦେଖୁଛନ୍ତି। ସମଗ୍ର ଜଗତ, ସ୍ବର୍ଗଦୂତ ଓ ଲୋକମାନଙ୍କ ସମ୍ମୁଖ ରେ ଆମ୍ଭମାନେେ ଯେପରି ଏକ ନାଟକ କରୁଛୁ।
9 Porque tenho para mim, que Deus a nós, apóstolos, nos pôs por últimos, como condenados à morte; pois somos feitos espetáculo ao mundo, tanto a anjos como a homens.
10 ଆମ୍ଭେ ଯୀଶୁ ଖ୍ରୀଷ୍ଟଙ୍କ ପାଇଁ ମୂର୍ଖ ହାଇେଛୁ। କିନ୍ତୁ ତୁମ୍ଭମାନେେ ନିଜକୁ ଖ୍ରୀଷ୍ଟଙ୍କଠା ରେ ବୁଦ୍ଧିମାନ୍ ବୋଲି ଭାବୁଛ। ଆମ୍ଭେ ଦୁର୍ବଳ, ତୁମ୍ଭମାନେେ ନିଜକୁ ବଳବାନ ମନେ କରୁଛ। ଲୋକେ ତୁମ୍ଭମାନଙ୍କୁ ସମ୍ମାନ ଦିଅନ୍ତି କିନ୍ତୁ ଆମ୍ଭମାନଙ୍କୁ ସମ୍ମାନ ଦିଅନ୍ତି ନାହିଁ।
10 Nós somos loucos por amor de Cristo, e vós sábios em Cristo; nós fracos, e vós fortes; vós ilustres, e nós desprezíveis.
11 ଏପରିକି ବର୍ତ୍ତମାନ ସୁଦ୍ଧା ଆମ୍ଭେ ଭୋକ ଓ ଶୋଷ ରେ ଅଛୁ, ଓ ବସ୍ତ୍ରହୀନ ଅଟୁ। ଆମ୍ଭକୁ ଅଧିକାଂଶ ସମୟରେ ପ୍ରହାର କରାଯାଇଛି। ଆମ୍ଭର ଘର ନାହିଁ।
11 Até a presente hora padecemos fome, e sede; estamos nus, e recebemos bofetadas, e não temos pousada certa,
12 ଆମ୍ଭର ଲାଗି ଆମ୍ଭେ ହାତ ରେ କାମ କରୁଛୁ, ଅତି କଠିନ ପରିଶ୍ରମ କରୁଛୁ।
12 e nos afadigamos, trabalhando com nossas próprias mãos; somos injuriados, e bendizemos; somos perseguidos, e o suportamos;
13 ଲୋକମାନଙ୍କ ଠାରୁ ଅଭିଶାପ ପାଇ ମଧ୍ଯ ଆମ୍ଭେ ସମାନଙ୍କେୁ ଆଶୀର୍ବାଦ କରୁଛୁ। ଲୋକେ ଆମ୍ଭକୁ ତାଡ଼ନା କରୁଛନ୍ତି, ଆମ୍ଭେ ସହୁଛୁ। ଏପରିକି ଯେଉଁମାନେ ଆମ୍ଭର ମିଥ୍ଯାପବାଦ କରନ୍ତି, ଆମ୍ଭେ ସମାନଙ୍କେୁ ନମ୍ରଭାବେ କଥା କହୁ। ଆଜି ପର୍ୟ୍ଯନ୍ତ ଲୋକେ ଆମ୍ଭକୁ ସମଗ୍ର ସଂସାରର ମଇଳା ଧୂଳି ସଦୃଶ ବ୍ଯବହାର କରୁଛନ୍ତି।
13 somos difamados, e exortamos; até o presente somos considerados como o refugo do mundo, e como a escória de tudo.
14 ତୁମ୍ଭମାନଙ୍କୁ ଲଜ୍ଜିତ କରିବା ପାଇଁ ମୁଁ ଏହା ଲେଖୁନାହିଁ। ବରଂ ନିଜର ପ୍ରିୟ ସନ୍ତାନ ବୋଲି ଭାବି ତୁମ୍ଭମାନଙ୍କୁ ସଚତନେ କରାଉଛି।
14 Não escrevo estas coisas para vos envergonhar, mas para vos admoestar, como a filhos meus amados.
15 ଖ୍ରୀଷ୍ଟଙ୍କଠା ରେ ତୁମ୍ଭମାନଙ୍କର ଦଶ ହଜାର ଶିକ୍ଷକ ଥାଇ ପାରନ୍ତି, କିନ୍ତୁ ତୁମ୍ଭମାନଙ୍କର ଅନକେ ପିତା ନାହାଁନ୍ତି, ସୁସମାଚାର ଦ୍ବାରା ଖ୍ରୀଷ୍ଟଯୀଶୁଙ୍କ ସକାେଶ ମୁଁ ତୁମ୍ଭମାନଙ୍କର ପିତା ହାଇେଛି।
15 Porque ainda que tenhais dez mil aios em Cristo, não tendes contudo muitos pais; pois eu pelo evangelho vos gerei em Cristo Jesus.
16 ସେଥିପାଇଁ ମୁଁ ତୁମ୍ଭମାନଙ୍କୁ ଅନୁରୋଧ କରେ ଯେ, ତୁମ୍ଭମାନେେ ମାେପରି ହୁଅ।
16 Rogo-vos, portanto, que sejais meus imitadores.
17 ସେଥିପାଇଁ ଜୀମଥିଙ୍କୁ ତୁମ୍ଭମାନଙ୍କ ପାଖକୁ ପଠାଇଛି। ସେ ଖ୍ରୀଷ୍ଟ ରେ ମାହେର ସନ୍ତାନ। ମୁଁ ତୀମଥିଙ୍କୁ ଭଲ ପାଏ। ସେ ବିଶ୍ବାସ ଯୋଗ୍ଯ। ଖ୍ରୀଷ୍ଟଯୀଶୁଙ୍କ ପାଇଁ ମୁଁ କିପରି ଜୀବନ ଯାପନ କରୁଛି ତାହା ସେ ତୁମ୍ଭମାନଙ୍କୁ ସ୍ମରଣ କରାଇ ଦବେେ। ମୁଁ ସବୁ ମଣ୍ଡଳୀ ରେ ସର୍ବତ୍ର ଏହି ଶିକ୍ଷା ପ୍ରଦାନ କରୁଛି।
17 Por isso mesmo vos enviei Timóteo, que é meu filho amado, e fiel no Senhor; o qual vos lembrará os meus caminhos em Cristo, como por toda parte eu ensino em cada igreja.
18 ତୁମ୍ଭମାନଙ୍କ ଭିତରୁ ଅନକେ ଅହଂକାରୀ ହାଇଯୋଇଛ। ଏହାଭାବି ତୁମ୍ଭମାନେେ ଗର୍ବ କର ଯେ ମୁଁ ତୁମ୍ଭମାନଙ୍କ ପାଖକୁ ଆଉ କବେେ ୟିବି ନାହିଁ।
18 Mas alguns andam inchados, como se eu não houvesse de ir ter convosco.
19 କିନ୍ତୁ ଖୁବ୍ ଶୀଘ୍ର ମୁଁ ତୁମ୍ଭମାନଙ୍କ ପାଖକୁ ୟିବି, ଓ ଅହଂକାର କରୁଥିବା ଲୋକମାନେ କଣ ଅଧିକ କାର୍ୟ୍ଯକ କରୁଛନ୍ତି ତାହା ମୁଁ ଦେଖିବାକୁ ଚା ହେଁ।
19 Em breve, porém, irei ter convosco, se o Senhor quiser, e então conhecerei, não as palavras dos que andam inchados, mas o poder.
20 ଏହା ମୁଁ ଦେଖିବାକୁ ଇଚ୍ଛାକରେ, କାରଣ ପରମେଶ୍ବରଙ୍କ ରାଜ୍ଯ କବଳେ କଥା ରେ କହିବା ବିଷୟ ବସ୍ତୁ ନୁହେଁ, ମାତ୍ର ଶକ୍ତିର ବିଷୟ ଅଟେ।
20 Porque o reino de Deus não consiste em palavras, mas em poder.
21 ତୁମ୍ଭମାନେେ କ'ଣ ଚାହଁ :
21 Que quereis? Irei a vós com vara, ou com amor e espírito de mansidão?

Ler em outra tradução

Comparar com outra

Estude este capítulo no WhatsApp

Peça à IA da Bíblia Fala para explicar 1 Coríntios 4, comparar traduções ou montar um estudo — tudo direto pelo WhatsApp.