1 Coríntios 9

Oriya Bible (GL_ORIYA) vs ARIB

Sair da comparação
ARIB Almeida Revisada Imprensa Bíblica
1 ମୁଁ ଜଣେ ସ୍ବାଧୀନ ବ୍ଯକ୍ତି। ମୁଁ ଜଣେ ପ୍ ରରେିତ। ମୁଁ ଆମ୍ଭମାନଙ୍କର ପ୍ରଭୁ ଯୀଶୁଙ୍କୁ ଦେଖିଛି। ପ୍ରଭୁଙ୍କ ନିମନ୍ତେ ମାେ କାର୍ୟ୍ଯର ଫଳ ସ୍ବରୂପ ତୁମ୍ଭମାନେେ ପରିବର୍ତ୍ତିତ ହାଇେଛ।
1 Não sou eu livre? Não sou apóstolo? Não vi eu a Jesus nosso Senhor? Não sois vós obra minha no Senhor?
2 ଅନ୍ୟମାନେ ମାେତେ ପ୍ ରରେିତ ବୋଲି ଗ୍ରହଣ ନ କରି ପାରନ୍ତି, କିନ୍ତୁ ତୁମ୍ଭମାନେେ ମାେତେ ପ୍ ରରେିତ ବୋଲି ନିଶ୍ଚିତ ଭାବରେ ଗ୍ରହଣ କରୁଛ। ମୁଁ ଯେ ପ୍ରଭୁଙ୍କର ଜଣେ ପ୍ ରରେିତ, ତୁମ୍ଭମାନେେ ଏଥିର ପ୍ରମାଣ ଅଟ।
2 Se eu não sou apóstolo para os outros, ao menos para vós o sou; porque vós sois o selo do meu apostolado no Senhor.
3 କେତକେ ମାରେ ବିଚାର କରିବାକୁ ଇଚ୍ଛା କରନ୍ତି। ସମାନଙ୍କେ ପାଇଁ ମାରେ ଉତ୍ତର ଏହି ଯେ,
3 Esta é a minha defesa para com os que me acusam.
4 ଆମ୍ଭର ଖାଇବା ଓ ପିଇବା ପାଇଁ କ'ଣ ଅଧିକାର ନାହିଁ ?
4 Não temos nós direito de comer e de beber?
5 ଜଣେ ବିଶ୍ବାସିନୀ ପତ୍ନୀକୁ ଯାତ୍ରା ବେଳେ ସଙ୍ଗ ରେ ନଇେ ୟିବା ପାଇଁ କଣ ଆମ୍ଭର ଅଧିକାର ନାହିଁ? ? ଅନ୍ୟ ପ୍ ରରେିତମାନେ, ପ୍ରଭୁଙ୍କର ଭାଇମାନେ ଓ କଫୋତ ଏପରି କରୁଛନ୍ତି।
5 Não temos nós direito de levar conosco esposa crente, como também os demais apóstolos, e os irmãos do Senhor, e Cefas?
6 ଆଉ କବଳେ ବର୍ଣ୍ଣବବା ଓ ମୁଁ ନିଜ ନିଜର ଜୀବିକା ପାଇଁ କାମ କରୁଥିବୁ ?
6 Ou será que só eu e Barnabé não temos direito de deixar de trabalhar?
7 ସନୋବାହିନୀ ରେ କୌଣସି ସୈନିକ କ'ଣ ନିଜ ଖର୍ଚ୍ଚ ରେ ୟୁଦ୍ଧ କରେ ? କୌଣସି ଲୋକ କ'ଣ ଅଙ୍ଗୁର ବଗିଚା ଲଗାଏ ଓ ନିଜେ ଏହାର ଫଳ ଖାଏ ନାହିଁ। ଏପରି କେଉଁ ଲୋକ ଅଛି, ଯେ ମଷେପାଳନ କରି ନିଜ ପାଇଁ ମଷଦେୁଧ ନିଏ ନାହିଁ ?
7 Quem jamais vai à guerra à sua própria custa? Quem planta uma vinha e não come do seu fruto? Ou quem apascenta um rebanho e não se alimenta do leite do rebanho?
8 ଏହି କଥାଗୁଡ଼ିକ କେତକେ ମନୁଷ୍ଯର ଚିନ୍ତାଧାରା ନୁହେଁ ମାତ୍ର ପରମେଶ୍ବରଙ୍କ ବ୍ଯବସ୍ଥା ମଧ୍ଯ ସହେି କଥା କୁ ହେ।
8 Porventura digo eu isto como homem? Ou não diz a lei também o mesmo?
9 ମାଶାଙ୍କେ ବ୍ଯବସ୍ଥା ରେ ଲଖାେ ଅଛି : ଖଳା ରେ ବେଙ୍ଗଳା ବୁଲାଇଲା ବେଳେ ବଦଳର ମୁହଁ ବାନ୍ଧ ନାହିଁ। ପରମେଶ୍ବର ଏହା କ'ଣ କବଳେ ବଳଦଙ୍କ ବିଷୟ ରେ କହିଲେ ? ନା।
9 Pois na lei de Moisés está escrito: Não atarás a boca do boi quando debulha. Porventura está Deus cuidando dos bois?
10 ଏହା ନିଶ୍ଚିତ ଯେ ଆମ୍ଭ ବିଷୟ ରେ ମଧ୍ଯ ଲଖାଯାେଇଛି। କାରଣ ହଳ କରୁଥିବା ଓ ଶସ୍ଯ ପାଛୁଡ଼ୁ ଥିବା ଲୋକ, ଉଭୟ ପରିଶ୍ରମ କରିଥିବା ହତେୁ, ପାଇବେ ବୋଲି ଆଶା କରିଥାନ୍ତି।
10 Ou não o diz certamente por nós? Com efeito, é por amor de nós que está escrito; porque o que lavra deve debulhar com esperança de participar do fruto.
11 ତୁମ୍ଭମାନଙ୍କ ମଧିଅରେ ଆମ୍ଭେ ଆତ୍ମିକ ବୀଜ ବୁଣିଅଛୁ, ତେଣୁ ଜୀବିକା ନିର୍ବାହ ପାଇଁ ତୁମ୍ଭ ପାର୍ଥିବ ଧନରୁ କିଛି ପାଇବାକୁ କ'ଣ ଆମ୍ଭର ଅଧିକାର ନାହିଁ ? ଏହା ଆମ୍ଭର ପ୍ରାପ୍ଯ।
11 Se nós semeamos para vós as coisas espirituais, será muito que de vós colhamos as matérias?
12 ଯଦି ଅନ୍ୟମାନଙ୍କର ତୁମ୍ଭଠା ରେ ଏହି ଦାବୀ ଅଛି, ତବେେ ଆମ୍ଭର କ'ଣ ଏଥି ରେ ଅଧିକ ଦାବୀ ନାହିଁ ? କିନ୍ତୁ ଆମ୍ଭେ ଏହି ଅଧିକାର ପ୍ରଯୋଗ କରି ନାହୁଁ। ବରଂ ଖ୍ରୀଷ୍ଟଙ୍କର ସୁସମାଚାର କାର୍ୟ୍ଯ କାଳେ ବାଧାପ୍ରାପ୍ତ ହବେ, ଏଥିପାଇଁ ଆମ୍ଭେ ସହ୍ଯ କରିଅଛୁ।
12 Se outros participam deste direito sobre vós, por que não nós com mais justiça? Mas nós nunca usamos deste direito; antes suportamos tudo, para não pormos impedimento algum ao evangelho de Cristo.
13 ତୁମ୍ଭମାନେେ କ'ଣ ଜାଣ ନାହିଁ ଯେ, ଯେଉଁମାନେ ମନ୍ଦିରର ସବେକ ସମାନେେ ମନ୍ଦିରକୁ ଅଣାଯାଇଥିବା ବଳି ଉତ୍ସର୍ଗରୁ କିଛି ଆଣି ନିଜର ଜୀବିକା ନିର୍ବାହ କରନ୍ତି। ଓ ଯେଉଁମାନେ ବଦେୀର ସବୋ ରେ ନିୟୁକ୍ତ ସମାନେେ ବଦେୀକୁ ଅଣାଯାଇଥିବା ନବୈେଦ୍ଯରୁ କିଛି ଭାଗ ପାଆନ୍ତି।
13 Não sabeis vós que os que administram o que é sagrado comem do que é do templo? E que os que servem ao altar, participam do altar?
14 ସହେି ପ୍ରକାର ପ୍ରଭୁ ଆଜ୍ଞା ଦଇେଛନ୍ତି। ଯେ ସୁସମାଚାର ଗ୍ରହଣ କରୁଥିବା ଲୋକମାନେ ସୁସମାଚାର ପ୍ରଚାରକମାନଙ୍କର ପ୍ରତି ପୋଷଣର ଦାଯିତ୍ବ ନବେେ।,
14 Assim ordenou também o Senhor aos que anunciam o evangelho, que vivam do evangelho.
15 କିନ୍ତୁ ମୁଁ ଉକ୍ତ ଅଧିକାରଗୁଡ଼ିକରୁ ଗୋଟିଏ ମଧ୍ଯ କବେେ ହେଲେ ପ୍ରଯୋଗ କରିନାହିଁ। ମୁଁ ମଧ୍ଯ କିଛି ପାଇବା ପାଇଁ ଚେଷ୍ଟା କରି ନାହିଁ। ଏହି ଉଦ୍ଦେଶ୍ଯ ରେ ମୁଁ ଏହା ଲେଖି ନାହିଁ। କହେି ମାହେର ଏହି ଗର୍ବର ଅଧିକାର ମାଠାରୁେ ଛଡ଼ାଇ ନଇେ ଗଲେ ବରଂ ମାରେମରିୟିବା ଭଲ।
15 Mas eu de nenhuma destas coisas tenho usado. Nem escrevo isto para que assim se faça comigo; porque melhor me fora morrer, do que alguém fazer vã esta minha glória.
16 ସୁସମାଚାର ପ୍ରଚାର କରିବା ପାଇଁ ମାରେ ଗର୍ବ କରିବା କିଛି ନାହିଁ। ଏହା ମାହେର କର୍ତ୍ତବ୍ଯ। ମୁଁ ଯଦି ସୁସମାଚାର ପ୍ରଚାର ନ କରିବି, ତବେେ ମାେ ଜୀବନ ଧିକ୍।
16 Pois, se anuncio o evangelho, não tenho de que me gloriar, porque me é imposta essa obrigação; e ai de mim, se não anunciar o evangelho!
17 ତା'ପରେ ମଧ୍ଯ ଯଦି ମୁଁ ସ୍ବେଚ୍ଛା ରେ ସୁସମାଚାର ପ୍ରଚାର କରୁଛି, ତବେେ ପୁରସ୍କାର ପାଇବା ପାଇଁ ମୁଁ ଯୋଗ୍ଯ। କିନ୍ତୁ ତାହା ତ ନୁହେଁ। ସୁସମାଚାର ପ୍ରଚାର ପାଇଁ ମୁଁ ବାଧ୍ଯ। ପ୍ରଭୁ ମାେତେ ଯେଉଁ ଦାଯିତ୍ବ ଦଇେଛନ୍ତି, କବଳେ ତାହା ମୁଁ ସମ୍ପାଦନ କରୁଛି।
17 Se, pois, o faço de vontade própria, tenho recompensa; mas, se não é de vontade própria, estou apenas incumbido de uma mordomia.
18 ତା' ହେଲେ ମାରେ ପୁରସ୍କାର କ'ଣ ? ମାରେ ପୁରସ୍କାର ଏହା ଯେ ସୁସମାଚାର ପ୍ରଚାର କଲା ବେଳେ ମୁଁ ମୁକ୍ତ ଭାବରେ ସୁସମାଚାରକୁ ଦଇେ ପାରିବି ? ଏହିପରି ସୁସମାଚାର ପ୍ରଚାର ପାଇଁ ଯେଉଁ ପ୍ରାପ୍ଯ ମାରେ ପାଇବା କଥା, ତାହା ମୁଁ ଦାବୀ କରେ ନାହିଁ।
18 Logo, qual é a minha recompensa? É que, pregando o evangelho, eu o faça gratuitamente, para não usar em absoluto do meu direito no evangelho.
19 ମୁଁ ସ୍ବାଧୀନ। କିନ୍ତୁ ମୁଁ ନିଜକୁ ସମସ୍ତଙ୍କ ଦାସ କରିଛି। ୟଦ୍ଦ୍ବାରା ମୁଁ ଅଧିକ ଲୋକଙ୍କୁ ଉଦ୍ଧାର କରି ପାରିବି।
19 Pois, sendo livre de todos, fiz-me escravo de todos para ganhar o maior número possível:
20 ଯିହୂଦୀ ଲୋକମାନଙ୍କୁ ଲାଭ କରିବା ଲାଗି ମୁଁ ୟିହୁଦୀ ଲୋକମାନଙ୍କ ଭଳି ହଲିେ। ମୁଁ ନିଜେ ବ୍ଯବସ୍ଥାର ଅଧୀନ ନ ହେଲେ ମଧ୍ଯ ଯେପରି ବ୍ଯବସ୍ଥାଧିନ ଲୋକଙ୍କୁ ଉଦ୍ଧାର କରିବି, ତେଣୁ ମୁଁ ସମାନଙ୍କେ ନିକଟରେ ବ୍ଯବସ୍ଥାଧିନ ଲୋକଙ୍କ ଭଳି ହଲିେ।
20 Fiz-me como judeu para os judeus, para ganhar os judeus; para os que estão debaixo da lei, como se estivesse eu debaixo da lei {embora debaixo da lei não esteja}, para ganhar os que estão debaixo da lei;
21 ମୁଁ ପରମେଶ୍ବରଙ୍କ ବ୍ଯବସ୍ଥାରୁ ମୁକ୍ତ ନୁହେଁ। ମାତ୍ର ମୁଁ ଖ୍ରୀଷ୍ଟଙ୍କ ବ୍ଯବସ୍ଥାର ଅଧୀନ। ତଥାପି ମୁଁ ଯେପରି ବ୍ଯବସ୍ଥା ବିହୀନ ଲୋକମାନଙ୍କୁ ଉଦ୍ଧାର କରିପା ରେ, ତେଣୁ ମୁଁ ସମାନଙ୍କେ ନିକଟରେ ବ୍ଯବସ୍ଥା ବିହୀନ ଲୋକପରି ହଲିେ।
21 para os que estão sem lei, como se estivesse sem lei {não estando sem lei para com Deus, mas debaixo da lei de Cristo}, para ganhar os que estão sem lei.
22 ଯେଉଁମାନେ ଦୁର୍ବଳ ସହେି ଦୂର୍ବଳମାନଙ୍କୁ ଉଦ୍ଧାର କରିବା ପାଇଁ ମୁଁ ମଧ୍ଯ ଦୂର୍ବଳ ହଲିେ। ଯେ ହତେୁ ଯେଉଁ ଉପାୟ ରେ ହେଉ ପେଛ ମୁଁ ଯେପରି ଅନକେ ଲୋକଙ୍କୁ ଉଦ୍ଧାର କରିପାରିବି ସେଥିପାଇଁ ପ୍ରେତ୍ୟକକ ପ୍ରକାରର ଲୋକମାନଙ୍କ ପାଇଁ ମୁଁ ସହେି ପ୍ରକାରର ହଲିେ।
22 Fiz-me como fraco para os fracos, para ganhar os fracos. Fiz-me tudo para todos, para por todos os meios chegar a salvar alguns.
23 ଏହା ସବୁ ମୁଁ ସୁସମାଚାର ପାଇଁ କରୁଛି, ସୁସମାଚାର ଆଶୀର୍ବାଦ ରେ ମାରେ ମଧ୍ଯ କିଛି ଅଂଶ ରହିବ।
23 Ora, tudo faço por causa do evangelho, para dele tornar-me co-participante.
24 ତୁମ୍ଭମାନେେ ଜାଣ ଯେ ଦୌଡ଼ ପ୍ରତିୟୋଗିତା ରେ ସମସ୍ତେ ଦୌଡ଼ନ୍ତି, କିନ୍ତୁ ତାଙ୍କ ଭିତରୁ ମାତ୍ର ଜଣକୁ ପୁରସ୍କାର ମିଳେ। ତୁମ୍ଭମାନେେ ଯେପରି ଜିତିବ, ସେପ୍ରକାର ଦୌଡ଼।
24 Não sabeis vós que os que correm no estádio, todos, na verdade, correm, mas um só é que recebe o prêmio? Correi de tal maneira que o alcanceis.
25 ଖଳେ ରେ ପ୍ରେତ୍ୟକକ ପ୍ରତି ଯୋଗୀକୁ କଠାେର ପ୍ରଶିକ୍ଷଣ ନବୋକୁ ହୁଏ। ସମାନେେ ମୁକୁଟ ପାଇବା ପାଇଁ ଏହା କରନ୍ତି। ଏହି ମୁକୁଟ ଏକ ଜାଗତିକ ଓ କ୍ଷଣକାଳସ୍ଥାଯୀ ବିଷୟ। କିନ୍ତୁ ଆମ୍ଭେ ଅକ୍ଷୟ ମୁକୁଟ ପାଇବା ପାଇଁ ଏପରି କରୁ।
25 E todo aquele que luta, exerce domínio próprio em todas as coisas; ora, eles o fazem para alcançar uma coroa corruptível, nós, porém, uma incorruptível.
26 ସେଥିପାଇଁ ମୁଁ ଏକ ଲକ୍ଷ୍ଯ ରେ ଲକ୍ଷ୍ଯସ୍ଥଳକୁ ଦୌଡ଼ୁଅଛି। ମୁଁ ମୁଷ୍ଟି ୟୁଦ୍ଧ କଲାପରି ୟୁଦ୍ଧ କରୁଛି, ବାଯୁ ସଙ୍ଗେ ୟୁଦ୍ଧ କରୁ ନାହିଁ।
26 Pois eu assim corro, não como indeciso; assim combato, não como batendo no ar.
27 ମୁଁ ମାରେ ନିଜ ଶରୀରକୁ ଆଘାତ କରୁଛି। ମୁଁ ଏହାକୁ ମାରେ କ୍ରୀତଦାସ କରୁଛି। ମୁଁ ଏହା କରୁଛି ଯେପରି ମୁଁ ସୁସମାଚାର ପ୍ରଚାର କରିବା ପରେ ନିଜେ ଯେପରି ପରମେଶ୍ବରଙ୍କ ଦ୍ବାରା ଅଗ୍ରାହ୍ଯ ନ ହୁଏ। ଅନ୍ୟ ଲୋକମାନଙ୍କୁ ଉପଦେଶ ଦଲୋ ପରେ ଯେପରି ମୁଁ ପରମେଶ୍ବରଙ୍କ ଦ୍ବାରା ଅଗ୍ରାହ୍ଯ ନ ହୁଏ, ସେଥିପାଇଁ ମୁଁ ମାେ ଶରୀରକୁ ବଶ ରେ ରଖୁଅଛି।
27 Antes subjugo o meu corpo, e o reduzo à submissão, para que, depois de pregar a outros, eu mesmo não venha a ficar reprovado.

Ler em outra tradução

Comparar com outra

Estude este capítulo no WhatsApp

Peça à IA da Bíblia Fala para explicar 1 Coríntios 9, comparar traduções ou montar um estudo — tudo direto pelo WhatsApp.