1 Crônicas 15
Oriya Bible (GL_ORIYA) vs NTLH
1 ଦାଉଦ ଆପଣା ନିମନ୍ତେ ଦାଉଦ ନଗର ରେ ଗୃହମାନ ନିର୍ମାଣ କଲେ। ଏହାପରେ ସେ ନିଯମସିନ୍ଦୁକ ରଖିବା ନିମନ୍ତେ ଏକ ସ୍ଥାନ ନିର୍ମାଣ କଲେ। ସେ ସେଥି ନିମନ୍ତେ ଏକ ତମ୍ବୁ ନିର୍ମାଣ କଲେ।
1 Para o seu próprio uso, Davi construiu casas na Cidade de Davi . Também preparou um lugar para a arca da aliança de Deus e armou uma barraca para ela.
2 ଏହାପରେ ଦାଉଦ କହିଲେ, କବଳେ ଲବେୀୟମାନେ ନିଯମସିନ୍ଦୁକକୁ ବହି ନଇେ ପାରିବେ। କାରଣ ସଦାପ୍ରଭୁ ସମାନଙ୍କେୁ ନିଯମସିନ୍ଦୁକ ବହିନବୋ ନିମନ୍ତେ ଓ ଚିରକାଳ ତାଙ୍କର ସବୋ କରିବା ନିମନ୍ତେ ମନୋନୀତ କରିଅଛନ୍ତି।
2 Então disse: — Somente
3 ଲବେୀୟମାନେ ନିଯମସିନ୍ଦୁକକୁ ଦାଉଦଙ୍କ ଦ୍ବାରା ପ୍ରସ୍ତୁତ ସ୍ଥାନକୁ ବହିନବୋ ସମୟରେ ଇଶ୍ରାୟେଲର ସମସ୍ତ ଲୋକଙ୍କୁ ୟିରୁଶାଲମ ରେ ଏକତ୍ରୀତ ହବୋ ନିମନ୍ତେ ଦାଉଦ କହିଲେ।
3 Então Davi chamou todo o povo de Israel a Jerusalém a fim de trazer a arca da aliança para o lugar que ele havia preparado para ela.
4 ଦାଉଦ ହାରୋଣ ଓ ଲବେୀୟମାନଙ୍କ ବଂଶଧରମାନଙ୍କୁ ଏକତ୍ର ଡାକିଲେ।
4 Em seguida mandou buscar os descendentes de Arão e os levitas.
5 କହାତଙ୍କ ପରିବାରବର୍ଗରୁ 120 ଜଣ ଲୋକ ଆସିଲେ। ଉରିଯଲେ ସମାନଙ୍କେର ନେତା ଥିଲେ।
5 Do grupo de famílias levitas de Coate veio Uriel, chefiando cento e vinte homens do seu grupo de famílias;
6 ମରାରି ପରିବାରବର୍ଗରୁ 220 ଜଣ ଲୋକ ଆସିଲେ। ଅସାଯ ସମାନଙ୍କେର ନେତା ଥିଲେ।
6 do grupo de famílias de Merari veio Asaías, chefiando duzentos e vinte homens;
7 ଗେର୍ଶୋନଙ୍କ ପରିବାରବର୍ଗରୁ 130 ଜଣ ଲୋକ ଆସିଲେ। ଯାୟେଲ ସମାନଙ୍କେର ନେତା ଥିଲେ।
7 do grupo de famílias de Gérson veio Joel, chefiando cento e trinta;
8 ଇଲୀଶାଫନଙ୍କ ପରିବାରବର୍ଗରୁ 200 ଜଣ ଲୋକ ଆସିଲେ। ଶମଯିଯ ସମାନଙ୍କେର ନେତା ଥିଲେ।
8 do grupo de famílias de Elisafã veio Semaías, chefiando duzentos;
9 ହିବ୍ରୋଣଙ୍କ ପରବାରବର୍ଗରୁ 80 ଜଣ ଲୋକ ଆସିଲେ। ଇଲୀଯଲେ ସମାନଙ୍କେର ନେତା ଥିଲେ।
9 do grupo de famílias de Hebrom veio Eliel, chefiando oitenta;
10 ଉର୍ଷାଯଲଙ୍କେ ପରିବାରବର୍ଗରୁ
10 e do grupo de famílias de Uziel veio Aminadabe, chefiando cento e doze.
11 2 ଜଣ ଲୋକ ଆସିଲେ। ଅମ୍ମୀନାଦବ ସମାନଙ୍କେର ନେତା ଥିଲେ। ଏହାପରେ ଦାଉଦ, ଯାଜକ ସାଦୋକ ଓ ଅବିଯାଥରଙ୍କୁ ଆପଣା ନିକଟକୁ ଡାକିଲେ। ଦାଉଦ ଏହିସବୁ ଯାଜକଗଣ ଓ ଲବେୀୟମାନଙ୍କୁ ମଧ୍ଯ ଡାକିଲେ : ଉରିଯଲେ, ଅସାଯ, ଯାୟେଲ, ଶମଯିଯ, ଇଲୀଯଲେ ଓ ଅମ୍ମୀନାଦବ।
11 Davi chamou os sacerdotes Zadoque e Abiatar e os levitas Uriel, Asaías, Joel, Semaías, Eliel e Aminadabe.
12 ଦାଉଦ ସମାନଙ୍କେୁ କହିଲେ, ତୁମ୍ଭମାନେେ ଲବେୀ ଗୋଷ୍ଠୀର ନେତା ଅଟ। ତୁମ୍ଭେ ଓ ଅନ୍ୟ ଲବେୀୟମାନେ ନିଜକୁ ପବିତ୍ର କରିବା ନିତାନ୍ତ ଆବଶ୍ଯକ। ଏହାପରେ ମୁଁ ନିଯମସିନ୍ଦୁକ ନିମନ୍ତେ ଯେଉଁ ସ୍ଥାନ ପ୍ରସ୍ତୁତ କରିଅଛି, ତୁମ୍ଭମାନେେ ତାହାକୁ ସହେି ସ୍ଥାନକୁ ଆଣିବ।
12 Então disse aos levitas: — Vocês são os líderes dos grupos de famílias levitas.
13 ନିଯମସିନ୍ଦୁକକୁ କିପରି ବହି ନବୋକୁ ହବେ, ତାହା କ'ଣ ଆମ୍ଭେ ଗତଥର ସଦାପ୍ରଭୁଙ୍କୁ ପଚାରି ନ ଥିଲୁ ? ତୁମ୍ଭେ କ'ଣ ଲବେୀୟମାନେ ତାହାକୁ ବହନ କରି ନ ଥିଲେ, ସେଥିନିମନ୍ତେ ସଦାପ୍ରଭୁ ଆମ୍ଭମାନଙ୍କୁ ଦଣ୍ଡ ଦେଲେ।
13 Não foram vocês que a carregaram da primeira vez, e por isso o Senhor , nosso Deus, nos castigou por não o termos consultado como devíamos.
14 ଏହାପରେ ଇଶ୍ରାୟେଲର ସଦାପ୍ରଭୁ ପରମେଶ୍ବରଙ୍କ ନିଯମସିନ୍ଦକକୁ ବହି ନଇୟିବୋ ନିମନ୍ତେ ଯାଜକ ଓ ଲବେୀୟମାନେ ନିଜକୁ ପବିତ୍ର କଲେ।
14 Então os sacerdotes e os levitas se purificaram a fim de carregar a arca da aliança do Senhor , o Deus de Israel.
15 ମାଶାେ ଯେଉଁପରି ଆଦେଶ ଦଇେଥିଲେ, ସହେିପରି ଭାବରେ ନିଯମସିନ୍ଦୁକକୁ ବହି ନଇୟିବୋ ନିମନ୍ତେ ଲବେୀୟମାନେ ବିଶଷେ କାଷ୍ଠଦଣ୍ଡର ବ୍ଯବହାର କଲେ। ସଦାପ୍ରଭୁ ଯେଉଁପରି କହିଥିଲେ, ଠିକ୍ ସହେିପରି ସମାନେେ ନିଯମସିନ୍ଦୁକକୁ ବହି ନେଲେ।
15 Os levitas a carregaram nos ombros pelos cabos, como Deus havia mandado por meio de Moisés.
16 ଦାଉଦ, ଲବେୀୟ ନେତାମାନଙ୍କୁ ସମାନଙ୍କେ ଭ୍ରାତାଗଣ ଗାଯକମାନଙ୍କୁ ଆଣିବା ନିମନ୍ତେ କହିଲେ। ଗାଯକମାନେ ସମାନଙ୍କେର ବୀଣା, ସାରଙ୍ଗ ଓ ଗିନି ଆଣିବେ ଓ ଆନନ୍ଦ ରେ ଗୀତଗାନ କରିବେ।
16 Davi mandou que os líderes dos levitas nomeassem vários levitas para cantar e para tocar música alegre nas harpas , e nas liras , e com os pratos. Dos grupos de famílias de cantores eles escolheram para tocar pratos de metal os seguintes homens: Hemã, filho de Joel; o seu parente Asafe, filho de Berequias; e Etã, filho de Cuchaías, que era do grupo de famílias de Merari. Escolheram os levitas Zacarias, Jaaziel, Semiramote, Jeiel, Uni, Eliabe, Maaseias e Benaías para ajudá-los; eles tocavam as harpas, que alcançavam notas altas. Para tocarem as liras, que alcançavam notas baixas, escolheram os seguintes levitas: Matitias, Elifeleu, Micneias, Azazias e os guardas do Templo, Obede-Edom e Jeiel.
17 ଏହାପରେ ଲବେୀୟମାନେ ହମେନ ଏବଂ ତାଙ୍କ ଭ୍ରାତାଗଣ ଆସଫ ଓ ଏଥନଙ୍କୁ ଆଣିଲେ। ହମେନ ଯାୟେଲଙ୍କ ପୁତ୍ର ଥିଲେ। ଆସଫ ବରେିଖିଯଙ୍କ ପୁତ୍ର ଥିଲେ। ଏଥନ କୁଶାଯଙ୍କ ପୁତ୍ର ଥିଲେ। ଏହି ଲୋକମାନେ ମରାରି ପରିବାରବର୍ଗର ଥିଲେ।
17 — ausente —
18 ସହେି ଲବେୀୟମାନଙ୍କର ଆଉ ଏକ ଦ୍ବିତୀୟ ଦଳ ମଧ୍ଯ ଥିଲେ। ସମାନେେ ଥିଲେ ଜିଖରିଯ, ବନେ, ୟାସୀଯଲେ, ଶମୀରାମାେତ, ୟିହୀଯଲେ, ଉନ୍ନିକି, ଇଲୀଯାବ, ବନାଯ, ମା ସଯେ, ମତ୍ତଥିଯ, ଇଲୀଫଲହେୁ, ମିକ୍ନଯେ, ଓବଦେ-ଇଦୋମ ଓ ୟିଯୁଯଲେ। ଏହିମାନେ ଦ୍ବାରପାଳ ଥିଲେ।
18 — ausente —
19 ଗାଯକ ହମେନ୍, ଆସଫ ଓ ଏଥନ ପିତ୍ତଳ ନିର୍ମିତ ଗିନି ବଜାଉଥିଲେ।
19 — ausente —
20 ଜିଖରିଯ, ଅସୀଯଲେ, ଶମୀରାମାେତ୍, ୟିହିଯଲେ, ଉନ୍ନି, ଇଲୀଯାବ, ମା ସଯେ ଓ ବନାଯ ଅଲାମାେତ୍ ବୀଣା ବଜାଉଥିଲେ।
20 — ausente —
21 ମତ୍ତଥିଯ, ଇଲୀଫଲହେୁ, ମକନଯେ, ଓବେଦ୍-ଇଦୋମ୍, ୟିୟୁଯଲେ ଓ ଅସରିଯ ଶିମିନୀତ୍ ତମ୍ବୁରା ବଜାଉଥିଲେ। ଚିରକାଳ ନିମନ୍ତେ ସମାନଙ୍କେର ଏହି କାର୍ୟ୍ଯ ଥିଲା।
21 — ausente —
22 ଲବେୀୟ ନେତା କନନିଯ ଗାଯନ ଦାଯିତ୍ବ ରେ ଥିଲେ। କନନିଯ ସଙ୍ଗୀତ ବିଦ୍ଯା ରେ ଅତ୍ଯନ୍ତ ପ୍ରବୀଣ ଥିବାରୁ ତାହାଙ୍କୁ ଏହି କାର୍ୟ୍ଯ ଦତ୍ତ ହାଇେଥିଲା।
22 Porque era entendido em música, Quenanias foi escolhido para dirigir os músicos levitas. Berequias e Elcana, junto com Obede-Edom e Jeías, foram escolhidos para serem os guardas da arca da aliança. Para tocarem trombeta em frente da arca, foram escolhidos os sacerdotes Sebanias, Josafá, Netanel, Amasai, Zacarias, Benaías e Eliézer.
23 ନିଯମସିନ୍ଦୁକକୁ ଜଗିବା ନିମନ୍ତେ ମନୋନୀତ ହାଇେଥିବା ପକ୍ଷୀମାନଙ୍କ ମଧିଅରେ ଦୁଇଜଣ ଥିଲେ ବେଶଖିଯ ଓ ଇଲକାନା।
23 — ausente —
24 ଶବନିଯ, ୟୋଶାଫଟ୍, ନଥନଲେ, ଅମାସଯ, ଜିଖରିଯ, ବନାଯ ଓ ଇଲୀଯଷେର, ଏମାନଙ୍କର କାର୍ୟ୍ଯ ଥିଲା, ନିଯମସିନ୍ଦୁକର ସମ୍ମୁଖ ରେ ତୂରୀ ବଜାଇବା। ଓବେଦ୍-ଇଦୋମ୍ ଓ ୟିହିଯ ନିଯମସିନ୍ଦୁକର ଦ୍ବାରପାଳ ଥିଲେ।
24 — ausente —
25 ଦାଉଦ, ଇଶ୍ରାୟେଲର ପ୍ରାଚୀନବର୍ଗ ଓ ସନୋଧ୍ଯକ୍ଷମାନେ ନିଯମସିନ୍ଦୁକ ଆଣିବା ନିମନ୍ତେ ଗଲେ। ସମାନେେ ତାହାକୁ ଓବେଦ୍-ଇଦୋମ୍ଙ୍କ ଗୃହରୁ ନଇେଆସିଲେ। ସମସ୍ତେ ବହୁତ ଆନନ୍ଦିତ ଥିଲେ।
25 Então o rei Davi, os líderes de Israel e os comandantes militares foram até a casa de Obede-Edom buscar a arca da aliança e fizeram uma grande festa.
26 ପରମେଶ୍ବର ନିଯମସିନ୍ଦୁକ ବହିନଇେ ଯାଉଥିବା ଲବେୀୟମାନଙ୍କୁ ସାହାୟ୍ଯ କଲେ। ସମାନେେ ସାତ ଗୋଟି ବଳଦ ଓ ସାତାଟେି ମେଣ୍ଢାକୁ ଉତ୍ସର୍ଗ କଲେ।
26 E, como Deus estava ajudando os levitas que carregavam a arca, foram oferecidos em sacrifício sete touros e sete carneiros.
27 ଦାଉଦ ଓ ନିଯମସିନ୍ଦୁକ ବହୁଥିବା ସମସ୍ତ ଲବେୀୟମାନେ ଓ ଗାଯକ କିଣାନିଯମାନେ ସୂକ୍ଷ୍ମ ନାଇଲନ୍ ବସ୍ତ୍ର ପିନ୍ଧିଥିଲେ। ଦାଉଦ ମଧ୍ଯ ଏକ ନାଇଲନ୍ ଏଫୋଦ ପିନ୍ଧିଥିଲେ।
27 Davi estava vestido com uma roupa feita do mais fino linho; do mesmo jeito também estavam vestidos os músicos, Quenanias, que era o seu líder, e os levitas que carregavam a arca. Davi usava ainda um manto sacerdotal feito de linho.
28 ଏହିପରି, ଇଶ୍ରାୟେଲର ସମସ୍ତ ଲୋକ ନିଯମସିନ୍ଦୁକକୁ ନଇେଆସିଲେ। ସମାନେେ ଉଚ୍ଚସ୍ବର କଲେ, ସମାନେେ ମେଣ୍ଢା ଶିଙ୍ଗରୁ ନିର୍ମିତ ବାଦ୍ଯ ଓ ତୂରୀ ବଜାଇଲେ, ଆହୁରି ମଧ୍ଯ ସମାନେେ ଗିନି, ସାରଙ୍ଗ ଓ ବୀଣା ବଜାଇଲେ।
28 E assim todos os israelitas subiram até Jerusalém, acompanhando a arca com gritos de alegria, ao som de trombetas, de cornetas feitas de chifre de carneiro, de pratos e de música de harpas e liras .
29 ନିଯମସିନ୍ଦୁକ ଯେତବେେଳେ ଦାଉଦଙ୍କ ନଗର ରେ ପହଞ୍ଚିଲା, ମୀଖଲ୍ ଏକ ଝରକା ଦଇେ ଅନାଇଲେ। ମୀଖଲ୍ ଶାଉଲଙ୍କ ଝିଅ ଥିଲେ। ସେ ଦେଖିଲେ ଯେ, ରାଜା ଦାଉଦ ନୃତ୍ଯ ଓ ଆନନ୍ଦ କରୁଅଛନ୍ତି। ସେ ହୃଦଯ ରେ ତାଙ୍କୁ ଘୃଣା କଲେ। ସେ ଭାବିଲେ, ଦାଉଦ ଏକ ମୂର୍ଖ ପରି ଆଚରଣ କରୁଅଛନ୍ତି।
29 Quando a arca estava entrando na cidade, Mical, filha de Saul, olhou pela janela e viu o rei Davi dançando e pulando de alegria. Então sentiu desprezo por ele.
Atalhos do teclado
- Capítulo anterior←
- Próximo capítulo→
- Versículo anteriork
- Próximo versículoj
- Limpar seleçãoEsc
- Esta ajuda?
Estude este capítulo no WhatsApp
Peça à IA da Bíblia Fala para explicar 1 Crônicas 15, comparar traduções ou montar um estudo — tudo direto pelo WhatsApp.