1 Crônicas 16

Oriya Bible (GL_ORIYA) vs NVT

Sair da comparação
NVT Nova Versão Transformadora
1 ତା'ପରେ ସମାନେେ ନିଯମସିନ୍ଦୁକକୁ ବୋହି ଆଣିଲେ ଓ ତମ୍ବୁ ଭିତ ରେ ରଖିଲେ, ଯାହାକି ଦାଉଦ ପ୍ରସ୍ତୁତ କରିଥିଲେ। ଏହାପରେ ସମାନେେ ପରମେଶ୍ବରଙ୍କ ଆଗ ରେ ହାମବେଳି ଓ ମଙ୍ଗଳାର୍ଥକ ବଳି ଉତ୍ସର୍ଗ କଲେ।
1 Trouxeram a arca de Deus e a colocaram dentro da tenda especial que Davi tinha preparado para ela. Em seguida, apresentaram a Deus holocaustos e ofertas de paz.
2 ଦାଉଦ ହାମବେଳି ଓ ମଙ୍ଗଳାର୍ଥକ ନବୈେଦ୍ଯ ଉତ୍ସର୍ଗ କରିସାରିବା ପରେ ସଦାପ୍ରଭୁଙ୍କ ନାମ ରେ ଲୋକମାନଙ୍କୁ ଆଶୀର୍ବାଦ କଲେ।
2 Quando Davi terminou de oferecer os holocaustos e ofertas de paz, abençoou o povo em nome do S enhor .
3 ଏହାପରେ ସେ ପ୍ରେତ୍ୟକକ ଇଶ୍ରାୟେଲୀୟ ପୁରୁଷ ଓ ସ୍ତ୍ରୀଙ୍କୁ ପାଉଁରୋଟୀର ଏକ ଖଣ୍ଡ, କିଛି ଖଜୁରୀ କୋଳି ଓ କିସମିସ୍ ଦେଲେ।
3 Depois, para cada homem e mulher em todo o Israel, deu um pão, um bolo de tâmaras e um bolo de passas.
4 ଏହାପରେ ନିଯମସିନ୍ଦୁକ ସମ୍ମୁଖ ରେ ସବୋକାର୍ୟ୍ଯ କରିବା ନିମନ୍ତେ ଦାଉଦ କେତଜେଣ ଲବେୀୟଙ୍କୁ ମନୋନୀତ କଲେ। ଇଶ୍ରାୟେଲର ପରମେଶ୍ବର, ସଦାପ୍ରଭୁଙ୍କ ଉଦ୍ଦେଶ୍ଯ ରେ ପ୍ରଶଂସା ଓ ଧନ୍ଯବାଦ କରିବା ଏବଂ ଆନନ୍ଦ ଉତ୍ସବ କରିବା ସହେି ଲବେୀୟମାନଙ୍କ କାର୍ୟ୍ଯ ଥିଲା।
4 Davi nomeou os seguintes levitas para servirem diante da arca do S enhor , invocarem as bênçãos dele e darem graças e louvarem o S enhor , o Deus de Israel:
5 ଆସଫ ପ୍ରଥମ ଦଳର ନେତା ଥିଲେ। ଆସଫଙ୍କ ଦଳ ଗିନି ବଜାଉଥିଲେ। ଜିଖରିଯ ଦ୍ବିତୀୟ ଦଳର ନେତା ଥିଲେ। ଅନ୍ୟ ଲବେୀୟମାନେ ଥିଲେ : ୟିଯଯଲେ, ଶମୀରାମାେତ୍, ୟିହୀଯଲେ, ମତ୍ତଥିଯ, ଇଲୀଯାବ, ବନାଯ, ଓବେଦ୍-ଇଦୋମ୍ ଓ ୟିୟୂଯଲେ। ଏହି ବ୍ଯକ୍ତିମାନେ ତମ୍ବୁରା ଓ ବୀଣା ବଜାଉଥିଲେ।
5 Asafe, o chefe do grupo, tocava os címbalos. Depois dele vinha Zacarias, seguido de Jeiel, Semiramote, Jeiel, Matitias, Eliabe, Benaia, Obede-Edom e Jeiel, que tocavam harpas e liras.
6 ବନାଯ ଓ ୟହସୀଯଲେ, ଏହି ଦୁଇଜଣ ଯାଜକ ସର୍ବଦା ନିଯମସିନ୍ଦୁକ ସମ୍ମୁଖ ରେ ତୂରୀ ବଜାଉଥିଲେ।
6 Os sacerdotes Benaia e Jaaziel tocavam trombetas continuamente diante da arca da aliança de Deus.
7 ଏହି ସମୟରେ ଦାଉଦ ପ୍ରଥମ ଆସଫ ଓ ତାଙ୍କର ଭ୍ରାତାମାନଙ୍କୁ ସଦାପ୍ରଭୁଙ୍କ ନିକଟରେ ପ୍ରଶଂସାଗୀତ ଗାନ କରିବାର ଦାଯିତ୍ବ ଅର୍ପଣ କଲେ।
7 Naquele dia, Davi encarregou Asafe e seus parentes levitas de louvarem com ação de graças ao S enhor :
8 ପରମେଶ୍ବରଙ୍କର ପ୍ରଶଂସା କର, ତାହାଙ୍କ ନାମ ରେ ବୀନତି କର। ସଦାପ୍ରଭୁ ଯେଉଁସବୁ ମହାନ୍ କର୍ମମାନ କରିଅଛନ୍ତି, ତାହା ଲୋକମାନଙ୍କୁ କୁହ।
8 “Deem graças ao S enhor e proclamem seu nome, anunciem entre os povos o que ele tem feito.
9 ପରମେଶ୍ବରଙ୍କ ନିକଟରେ ଗାଯନ କର, ସଦାପ୍ରଭୁଙ୍କ ନିକଟରେ ପ୍ରଶଂସାଗାନ କର, ସମସ୍ତଙ୍କୁ ତାଙ୍କର ମହତ୍ କାର୍ୟ୍ଯସକଳ ଜଣାଅ।
9 Cantem a ele, sim, cantem louvores a ele, falem a todos de suas maravilhas.
10 ପରମେଶ୍ବରଙ୍କ ପବିତ୍ର ନାମ ପାଇଁ ଗର୍ବ କର। ହେ ସଦାପ୍ରଭୁଙ୍କ ନିକଟକୁ ଆସୁଥିବା ଜନବୃନ୍ଦ, ଆନନ୍ଦିତ ହୁଅ।
10 Exultem em seu santo nome, alegrem-se todos que buscam o S
11 ପରମେଶ୍ବର ଓ ତାଙ୍କ ପରାକ୍ରମକୁ ଦେଖ, ସର୍ବଦା ତାଙ୍କର ସାହାୟ୍ଯ ଲୋଡ଼।
11 Busquem o S enhor e sua força, busquem sua presença todo o tempo.
12 ସଦାପ୍ରଭୁ ଯେଉଁ ସମସ୍ତ ମହତ୍ କର୍ମମାନ କରିଅଛନ୍ତି, ସହେିସବୁ ସ୍ମରଣ କର। ତାଙ୍କର ସିଦ୍ଧାନ୍ତ ସକଳ ଓ ତାହାଙ୍କ କୃତ ପରାକ୍ରମର କାର୍ୟ୍ଯମାନ ସ୍ମରଣ କର।
12 Lembrem-se das maravilhas que ele fez, dos milagres que realizou e dos juízos que pronunciou,
13 ଇଶ୍ରାୟେଲର ଲୋକମାନେ, ସଦାପ୍ରଭୁଙ୍କର ଦାସ ଅଟନ୍ତି। ଯାକୁବର ବଂଶଧରମାନେ, ସଦାପ୍ରୁଙ୍କର ମନୋନୀତ ଲୋକ ଅଟନ୍ତି।
13 vocês que são filhos de seu servo Israel, descendentes de Jacó, seus escolhidos.
14 ସଦାପ୍ରଭୁ ଆମ୍ଭମାନଙ୍କର ପରମେଶ୍ବର ଅଟନ୍ତି। ତାଙ୍କର ପରାକ୍ରମ ସର୍ବବ୍ଯାପୀ।
14 “Ele é o S enhor , nosso Deus; vemos sua justiça em toda a terra.
15 ଚିରକାଳ ନିମନ୍ତେ ତାହାଙ୍କ ଦତ୍ତ ନିଯମ ସ୍ମରଣ କର। ସେ ସହସ୍ର ପୁରୁଷ ନିମନ୍ତେ ସହେି ଆଜ୍ଞାମାନ ଦଇେଅଛନ୍ତି।
15 Lembrem-se de sua aliança para sempre, do compromisso que ele firmou com mil gerações.
16 ସଦାପ୍ରଭୁ ଅବ୍ରହାମଙ୍କ ସହିତ ଯେଉଁ ପାରମ୍ପାରିକ ନିଯମ କରିଅଛନ୍ତି ଏବଂ ଇସହାକ୍ଙ୍କ ସହିତ ସେ ଯେଉଁ ପ୍ରତିଜ୍ଞା କରିଅଛନ୍ତି, ତାହା ସ୍ମରଣ କର।
16 É a aliança que fez com Abraão, o juramento que fez a Isaque.
17 ସଦାପ୍ରଭୁ ଯାକୁବ ନିମନ୍ତେ ଏକ ନିଯମ କରିଛନ୍ତି। ଇଶ୍ରାୟେଲ ସହିତ ସହେି ନିଯମ, ଅନନ୍ତକାଳୀନ ଅଟେ।
17 Ele a confirmou a Jacó por decreto, ao povo de Israel como aliança sem fim:
18 ସଦାପ୍ରଭୁ ଇଶ୍ରାୟେଲକୁ କହିଲେ, ଆମ୍ଭେ କିଣାନ୍ ଦେଶ ତୁମ୍ଭକୁ ଦବୋ, ସହେି ପ୍ରତିଜ୍ଞାତ ଭୂମି ତୁମ୍ଭର ହବେ।
18 ‘Darei a vocês a terra de Canaã, como a porção de sua herança’.
19 ସଠାେରେ ଅଳ୍ପ ସଂଖ୍ଯକ ଲୋକ ଥିଲେ, ଏକ ବିଦେଶୀ ଭୂମିରେ ଖୁବ୍ ଅଳ୍ପସଂଖ୍ଯକ ଅଜ୍ଞାତ ବ୍ଯକ୍ତି ଥିଲେ।
19 “Assim declarou quando vocês ainda eram poucos, um punhado de estrangeiros em Canaã.
20 ସମାନେେ ଗୋଟିଏ ଦେଶରୁ ଆଉ ଏକ ଦେଶକୁ ଗଲେ, ସମାନେେ ଗୋଟିଏ ରାଜ୍ଯରୁ ଆଉ ଏକ ରାଜ୍ଯକୁ ଗଲେ।
20 Vagaram de uma nação a outra, de um reino a outro.
21 କିନ୍ତୁ ସଦାପ୍ରଭୁ କାହାରିକୁ ସମାନଙ୍କେୁ ଆଘାତ କରିବାକୁ ଅନୁମତି ଦେଲେ ନାହିଁ, ସମାନଙ୍କେୁ ଆଘାତ ନ କରିବାକୁ ସଦାପ୍ରଭୁ ରାଜାଗଣଙ୍କୁ ସତର୍କ କରାଇ ଦେଲେ।
21 E, no entanto, ele não permitiu que ninguém os oprimisse e, em seu favor, repreendeu reis:
22 ସଦାପ୍ରଭୁ ସହେି ରାଜାମାନଙ୍କୁ କହିଲେ, ଆମ୍ଭର ମନୋନୀତ ବ୍ଯକ୍ତିଙ୍କୁ ସ୍ପର୍ଶ କର ନାହିଁ। ଆମ୍ଭର ଭବଷ୍ଯଦବକ୍ତାମାନଙ୍କୁ ଆଘାତ କର ନାହିଁ।
22 ‘Não toquem em meu povo escolhido, não façam mal a meus profetas’.
23 ସକଳ ପୃଥିବୀବାସୀ, ସଦାପ୍ରଭୁଙ୍କ ଉଦ୍ଦେଶ୍ଯ ରେ ଗାଯନ କର। ସଦାପ୍ରଭୁ ଆମ୍ଭମାନଙ୍କୁ ଉଦ୍ଧାର କରିଅଛନ୍ତି, ଏହି ଶୁଭବାର୍ତ୍ତା ପ୍ରତିଦିନ କୁହ।
23 “Toda a terra cante ao S enhor ! Proclamem todos os dias a sua salvação.
24 ସବୁ ଦବଗେଣ ନିକଟରେ ସଦାପ୍ରଭୁଙ୍କ ମହିମା ବର୍ଣ୍ଣନା କର। ସେ ଯେ ଅତ୍ଯନ୍ତ ମହତ୍ ଅଟନ୍ତି, ଏହା ସମସ୍ତଙ୍କୁ କୁହ।
24 Anunciem a sua glória entre as nações, contem a todos as suas maravilhas.
25 ସଦାପ୍ରଭୁ ଅତ୍ଯନ୍ତ ମହାନ୍ ଅଟନ୍ତି ଓ ସେ ପ୍ରଶଂସାର ଯୋଗ୍ଯ ଅଟନ୍ତି। ଅନ୍ୟ ସବୁ ଦବେତାଗଣଙ୍କ ଅପେକ୍ଷା ସଦାପ୍ରଭୁ ଅଧିକ ଭୟଙ୍କର ଅଟନ୍ତି।
25 Grande é o S enhor ! Digno de muito louvor! Ele é mais temível que todos os deuses.
26 କାହିଁକି ? କାରଣ ପୃଥିବୀର ସମସ୍ତ ଦବେତାଗଣ କବଳେ ମୂଲ୍ଯହୀନ ପ୍ରତିମାସକଳ ଅଟନ୍ତି। କିନ୍ତୁ ସଦାପ୍ରଭୁ ଆକାଶକୁ ନିର୍ମାଣ କଲେ।
26 Os deuses de outros povos não passam de ídolos, mas o S
27 ଗୌରବ ଓ ମହିମା ତାଙ୍କ ପାଇଁ ଅଛି। ଶକ୍ତି ଓ ଉଲ୍ଲାସ ତାଙ୍କ ସ୍ଥାନ ରେ ଅଛି।
27 Glória e majestade o cercam, força e alegria enchem sua habitação.
28 ପରିବାର ସକଳ ଓ ଜନବୃନ୍ଦ ସଦାପ୍ରଭୁଙ୍କ ମହିମା ଓ ପରାକ୍ରମର ପ୍ରଶଂସାଗାନ କର।
28 “Ó nações do mundo, reconheçam o S enhor , reconheçam que o S
29 ସଦାପ୍ରଭୁଙ୍କ ମହିମାର ପ୍ରଶଂସାଗାନ କର। ତାଙ୍କ ନାମକୁ ସମ୍ମାନ କର। ତାଙ୍କ ନିକଟକୁ ତୁମ୍ଭର ନବୈେଦ୍ଯ ଆଣ। ସୁନ୍ଦରତା ରେ ଓ ପବିତ୍ରତା ରେ ସଦାପ୍ରଭୁଙ୍କର ଉପାସନା କର।
29 Deem ao S enhor a glória que seu nome merece, tragam ofertas e venham à sua presença. Adorem o S
30 ତାଙ୍କ ସମ୍ମୁଖ ରେ ସମସ୍ତ ପୃଥିବୀ କମ୍ପମାନ ହୁଅ। କିନ୍ତୁ ସେ ପୃଥିବୀକୁ ସଶକ୍ତ କଲେ, ଯେପରି ଏହା ନ ହଲେ।
30 toda a terra trema diante dele. O mundo permanece firme e não pode ser abalado.
31 ପୃଥିବୀ ଓ ଆକାଶ ଆନନ୍ଦିତ ହୁଅନ୍ତୁ। ସର୍ବତ୍ର ଲୋକମାନେ ଏହା କୁହନ୍ତୁ, ସଦାପ୍ରଭୁ ରାଜ୍ଯ କରନ୍ତି।
31 “Alegrem-se os céus e exulte a terra! Digam entre as nações: ‘O S
32 ସମୁଦ୍ର ଓ ତନ୍ମଧ୍ଯସ୍ଥ ସମସ୍ତ ପ୍ରାଣୀ ଉଚ୍ଚସ୍ବର କରନ୍ତୁ। କ୍ଷେତ୍ରସବୁ ଓ ତନ୍ମଧ୍ଯସ୍ଥ ସମସ୍ତ ବିଷଯ ସମାନଙ୍କେର ଆନନ୍ଦ ପ୍ରକାଶ କରନ୍ତୁ।
32 Deem louvor o mar e tudo que nele há! Os campos e suas colheitas gritem de alegria!
33 ସଦାପ୍ରଭୁଙ୍କ ସମ୍ମୁଖ ରେ ଅରଣ୍ଯର ବୃକ୍ଷଗଣ ଆନନ୍ଦ ରେ ଜଯଗାନ କରିବେ। କାହିଁକି ? କାରଣ ସଦାପ୍ରଭୁ ଆସୁଅଛନ୍ତି। ସେ ଏହି ପୃଥିବୀର ବିଚାର କରିବା ନିମନ୍ତେ ଆସୁଅଛନ୍ତି।
33 As árvores do bosque exultem diante do S enhor , pois ele vem para julgar a terra.
34 ଓଃ, ସଦାପ୍ରଭୁଙ୍କର ଧନ୍ଯବାଦ କର, ସେ ଅତି ଉତ୍ତମ ଅଟନ୍ତି। ସଦାପ୍ରଭୁଙ୍କର ପ୍ ରମେ ଅନନ୍ତକାଳୀନ ଅଟେ।
34 “Deem graças ao S enhor , porque ele é bom; seu amor dura para sempre!
35 ସଦାପ୍ରଭୁଙ୍କୁ କୁହ, ହେ ପରମମେଶ୍ବର, ଆମ୍ଭମାନଙ୍କର ଉଦ୍ଧାରକର୍ତ୍ତା, ଆମ୍ଭମାନଙ୍କୁ ଉଦ୍ଧାର କର। ଆମ୍ଭମାନଙ୍କୁ ଏକତ୍ର କର ଓ ଅନ୍ୟ ଦେଶଠାରୁ ଆମ୍ଭମାନଙ୍କୁ ରକ୍ଷା କର। ତବେେ, ଆମ୍ଭମାନେେ ତୁମ୍ଭ ପବିତ୍ର ନାମର ପ୍ରଶଂସା ଗାନ କରିବା। ତବେେ ଆମ୍ଭମାନେେ ସଂଗୀତ ଗାନ କରି ତୁମ୍ଭର ପ୍ରଶଂସା କରିବା।
35 Clamem: ‘Salva-nos, ó Deus de nossa salvação! Reúne-nos e livra-nos das nações, para darmos graças ao teu santo nome, para nos alegrarmos no teu louvor’.
36 ସଦାପ୍ରଭୁ ଇଶ୍ରାୟେଲର ପରମେଶ୍ବରଙ୍କୁ ୟୁଗେ ୟୁଗେ ପ୍ରଶଂସା କର।
36 “Louvem o S enhor , o Deus de Israel, que vive de eternidade a eternidade!”. Todo o povo disse em alta voz: “Amém!” e louvou o S
37 ଏହାପରେ, ଦାଉଦ ଆସଫ ଓ ତାଙ୍କର ଭ୍ରାତାମାନଙ୍କୁ ନିଯମସିନ୍ଦୁକ ସମ୍ମୁଖ ରେ ଛାଡ଼ି ଚାଲିଗଲେ। ଦାଉଦ ସମାନଙ୍କେୁ ପ୍ରତିଦିନ ତାହା ସମ୍ମୁଖ ରେ ସବୋକାର୍ୟ୍ଯ କରିବା ନିମନ୍ତେ ଛାଡ଼ି ଗଲେ।
37 Davi providenciou que Asafe e seus parentes levitas servissem continuamente diante da arca da aliança do S enhor e cumprissem seus deveres de cada dia.
38 ଓବେଦ୍ ଇଦୋମ ଓ ଅନ୍ୟ ଅଠଷଠି ଜଣ ଭ୍ରାତାମାନଙ୍କୁ ସେ ମଧ୍ଯ ସହେି ସ୍ଥାନ ରେ ଛାଡ଼ିଗଲେ। ଯବେୂଥୂନ୍ଙ୍କ ପୁତ୍ର ଓବେଦ୍ ଇଦୋମ୍, ହୋଷ ରକ୍ଷୀ ଥିଲେ।
38 Faziam parte desse grupo: Obede-Edom, filho de Jedutum, Hosa e 68 levitas que eram guardas das portas.
39 ଦାଉଦ, ସାଦୋକ ଯାଜକ ଓ ତାଙ୍କ ସହିତ ଗିବିଯୋନସ୍ଥିତ ଉଚ୍ଚ ସ୍ଥାନ ରେ ସଦାପ୍ରଭୁଙ୍କ ତମ୍ବୁ ସମ୍ମୁଖ ରେ ସବୋକାର୍ୟ୍ଯ କରୁଥିବା ଅନ୍ୟ ଯାଜକମାନଙ୍କୁ ସଠାେରେ ଛାଡ଼ି ଗଲେ।
39 Enquanto isso, Davi deixou o sacerdote Zadoque e seus parentes no tabernáculo do S enhor , no lugar de adoração em Gibeom, onde continuaram a servir diante do S enhor .
40 ପ୍ରତିଦିନ ସକାଳେ ଓ ସନ୍ଧ୍ଯା ରେ ସାଦୋକ୍ ଓ ଅନ୍ୟ ଯାଜକମାନେ ୟଜ୍ଞବଦେୀ ଉପରେ ହାମବେଳି ଉତ୍ସର୍ଗ କରୁଥିଲେ। ସଦାପ୍ରଭୁ ଇଶ୍ରାୟେଲକୁ ଦଇେଥିବା ସଦାପ୍ରଭୁଙ୍କ ନିଯମ ରେ ଲିଖିତ ବିଧିକୁ ପାଳନ କରି ସମାନେେ ଏହିପରି କରୁଥିଲେ।
40 Todas as manhãs e todas as tardes, ofereciam holocaustos ao S enhor no altar separado para essa finalidade, em obediência a tudo que estava escrito na lei do S enhor , conforme ele tinha ordenado a Israel.
41 ସଦାପ୍ରଭୁଙ୍କ ଉଦ୍ଦେଶ୍ଯ ରେ ପ୍ରଶଂସାର ଗୀତ ଗାନ କରିବା ନିମନ୍ତେ ହମେନ୍, ୟିଦୂଥୂନଙ୍କୁ ଓ ଅନ୍ୟ ସମସ୍ତ ଲବେୀୟଗଣଙ୍କୁ ନାମଧରି ମନୋନୀତ କରାୟାଇଥିଲା, କାରଣ ସଦାପ୍ରଭୁଙ୍କ ପ୍ ରମେ ଅନନ୍ତକାଳବ୍ଯାପୀ।
41 Davi também designou Hemã, Jedutum e outros escolhidos por nome para darem graças ao S enhor , pois “seu amor dura para sempre”.
42 ହମେନ୍ ଓ ୟିଦୂଥୂନ୍ ସମାନଙ୍କେ ସହିତ ଥିଲେ। ତୂରୀ ଓ ଗିନି ବଜାଇବା ସମାନଙ୍କେର କାର୍ୟ୍ଯ ଥିଲା। ପରମେଶ୍ବରଙ୍କ ଉଦ୍ଦେଶ୍ଯ ରେ ସଂଗୀତମାନ ଗାନ କରାୟିବା ସମୟରେ ସମାନେେ ଅନ୍ଯାନ୍ଯ ବାଦ୍ଯ ମଧ୍ଯ ବଜାଉଥିଲେ। ୟିଦୂଥୂନ୍ଙ୍କ ପୁତ୍ରମାନେ ଦ୍ବାର ଜଗି ରହୁଥିଲେ।
42 Acompanhavam os cânticos de louvor a Deus com trombetas, címbalos e outros instrumentos. Os filhos de Jedutum foram nomeados guardas das portas.
43 ଉତ୍ସବ ଶଷେ ହେଲାପରେ , ସବୁ ଲୋକମାନେ ଫରେିଗଲେ। ପ୍ରେତ୍ୟକକ ଲୋକ ନିଜ ଗୃହକୁ ଫରେିଗଲେ। ଏବଂ ଦାଉଦ ମଧ୍ଯ ନିଜ ପରିବାରକୁ ଆଶୀର୍ବାଦ କରିବା ନିମନ୍ତେ ଗୃହକୁ ଫରେିଗଲେ।
43 Então todos voltaram para casa, e Davi também voltou para abençoar sua família.

Ler em outra tradução

Comparar com outra

Estude este capítulo no WhatsApp

Peça à IA da Bíblia Fala para explicar 1 Crônicas 16, comparar traduções ou montar um estudo — tudo direto pelo WhatsApp.