1 Crônicas 18

Oriya Bible (GL_ORIYA) vs VC

Sair da comparação
VC Versão Católica
1 ପରେ ଦାଉଦ ପଲେଷ୍ଟୀୟ ଲୋକଙ୍କୁ ଆକ୍ରମଣ କଲେ। ସେ ସମାନଙ୍କେୁ ପରାସ୍ତ କଲେ। ସେ ପଲେଷ୍ଟୀୟମାନଙ୍କଠାରୁ ଗାଥ ସହର ଓ ତାହାର ଚତୁର୍ଦ୍ଦିଗ ରେ ଥିବା କ୍ଷୁଦ୍ର ସହରଗୁଡ଼ିକୁ ଚ୍ଛିନ୍ନ କରି ନଇଗେଲେ।
1 Depois disso, Davi derrotou os filisteus e os submeteu; arrebatou de suas mãos Get e suas cidades anexas.
2 ଏହାପରେ ଦାଉଦ ମାୟୋବ ଦେଶକୁ ପରାସ୍ତ କଲେ। ମାୟୋବୀଯ ଲୋକମାନେ ଦାଉଦଙ୍କ ଦାସ ହେଲେ। ସମାନେେ ଦାଉଦଙ୍କୁ ରାଜଦଯେ ଅର୍ପଣ କଲେ।
2 Em seguida, derrotou os moabitas que se tornaram seus vassalos e lhe pagaram tributo.
3 ଦାଉଦ ଆହୁରି ମଧ୍ଯ ହଦ ରଷେରଙ୍କ ସୈନ୍ଯବାହିନୀ ସହିତ ୟୁଦ୍ଧ କଲେ। ହଦ ରଷେର ସୋବର ରାଜା ଥିଲେ। ଦାଉଦ ହମାତ ସହର ପର୍ୟ୍ଯନ୍ତ ପଥରେ ସହେି ସୈନ୍ଯବାହିନୀ ସହିତ ୟୁଦ୍ଧ କଲେ। ହଦ ରଷେର ଫରାତ୍ ନଦୀ ପର୍ୟ୍ଯନ୍ତ ତାହାଙ୍କ ରାଜ୍ଯ ବିସ୍ତାର କରିବାକୁ ଚେଷ୍ଟା କରିବାରୁ ଦାଉଦ ଏହିପରି କଲେ।
3 Davi venceu, em seguida, Adarezer, rei de Soba, em Hamat, quando estava a caminho para estabelecer seu domínio sobre as margens do Eufrates.
4 ଦାଉଦ ହଦ ରଷେରଙ୍କଠାରୁ 1,000 ରଥ, 7,000 ରଥଚାଳକ, ଓ 20,000 ସୈନ୍ଯ ନଇଗେଲେ। ରଥ ଟାଣିବା ନିମନ୍ତେ ବ୍ଯବହୃତ ହେଉଥିବା ହଦ ରଷେରଙ୍କ ଅଧିକାଂଶ ଅଶ୍ବକୁ ଦାଉଦ ପଙ୍ଗୁ କର ଦେଲେ। କିନ୍ତୁ ଦାଉଦ 100 ଗୋଟି ରଥକୁ ଟାଣିବା ନିମନ୍ତେ ୟଥେଷ୍ଟ ଅଶ୍ବକୁ ସୁରକ୍ଷିତ ରଖିଲେ।
4 Davi tomou-lhe mil carros, sete mil cavaleiros e vinte mil soldados de infantaria. Cortou os jarretes de todos os cavalos de tiro e deles conservou somente cem.
5 ଅରାମୀଯ ଲୋକମାନେ ଦମ୍ମେଶକରୁ ହଦ ରଷେରଙ୍କୁ ସାହାୟ୍ଯ କରିବାକୁ ଆସିଲେ। ମାତ୍ର ସହେି ଅରାମୀଯର 22,000 ସୈନ୍ଯଙ୍କୁ ଦାଉଦ ମାରି ଦେଲେ।
5 Os sírios de Damasco vieram em socorro de Adarezer, rei de Soba; Davi matou vinte e dois mil deles.
6 ତା'ପରେ ଦାଉଦ ଦମ୍ମେଶକ ସହରର ଅରାମ ରେ ପ୍ରହରୀ ସ୍ଥାପନ କଲେ। ଅରାମୀଯ ଲୋକମାନେ ଦାଉଦଙ୍କର ଦାସ ହେଲେ ଓ ଦର୍ଶନୀ ଆଣିଲେ। ତେଣୁ ଦାଉଦ ଯେଉଁଆଡ଼େ ଗଲେ ସଦାପ୍ରଭୁ ତାଙ୍କୁ ବିଜଯ ପ୍ରଦାନ କଲେ।
6 Em seguida, estabeleceu guarnições na Síria de Damasco; os sírios tornaram-se seus vassalos e lhe pagaram tributo. Assim o Senhor lhe dava vitórias onde quer que fosse.
7 ଦାଉଦ ହଦ ରଷେରଙ୍କ ସନୋପତିମାନଙ୍କଠାରୁ ସୁବର୍ଣ୍ଣ ଢ଼ାଲଗୁଡ଼ିକ ନଇଗେଲେ ଓ ସଗେୁଡ଼ିକୁ ୟିରୁଶାଲମକୁ ଆଣିଲେ।
7 Davi apoderou-se dos escudos de ouro com os quais se cobriam os servos de Adarezer e os transportou para Jerusalém.
8 ଦାଉଦ ଆହୁରି ମଧ୍ଯ ହଦ ରଷେରର ଟିଭତ୍ ଓ କୂନି ସହରରୁ ବହୁତ ପିତ୍ତଳ ଆଣିଲେ। ଶଲୋମନ ସହେି ପିତ୍ତଳରୁ ପିତ୍ତଳ ଜଳଧାର, ପିତ୍ତଳ ସ୍ତମ୍ଭ ଓ ଅନ୍ଯାନ୍ଯ ବସ୍ତୁ ନିର୍ମାଣ କଲେ।
8 Em Tebat e em Cun, cidades de Adarezer, tomou ainda Davi grande quantidade de bronze, as colunas e os utensílios de bronze.
9 ତଯି ହମାତ ନଗରୀର ରାଜା ଥିଲେ। ହଦ ରଷେର ସୋବାର ରାଜା ଥିଲେ। ତଯି ଶୁଣିବାକୁ ପାଇଲେ ଯେ, ଦାଉଦ ହଦ ରଷେରଙ୍କ ସମସ୍ତ ସୈନ୍ଯବାହିନୀକୁ ପରାସ୍ତ କରିଛନ୍ତି।
9 Quando Tou, rei de Hamat, soube que Davi tinha desfeito todo o exército de Adarezer, rei de Soba,
10 ତେଣୁ ତଯି ଅଭ୍ଯର୍ଥନା ଜଣାଇବା ନିମନ୍ତେ ଓ ତାଙ୍କ ସହିତ ସନ୍ଧି କରିବା ନିମନ୍ତେ ନିବଦନେ କରି ଆପଣା ପୁତ୍ର ହଦୋରାମଙ୍କୁ ଦାଉଦଙ୍କ ପାଖକୁ ପଠାଇଲେ। ସେ ଏପରି କଲେ, କାରଣ ତଯି ହଦ ରଷେରଙ୍କ ବିରୁଦ୍ଧ ରେ ୟୁଦ୍ଧ ରେ ଥିଲେ। ତଯି ଦାଉଦଙ୍କୁ ସୁବର୍ଣ୍ଣ, ରେ ୗପ୍ୟ ଓ ପିତ୍ତଳ ନିର୍ମିତ ଉପହାର ପ୍ରଦାନ କଲେ।
10 enviou-lhe Adorão, seu filho, para saudá-lo e felicitá-lo por ter atacado Adarezer e por tê-lo vencido; porque Tou estava em contínua guerra com Adarezer. Enviou-lhe também toda espécie de vasos de ouro, de prata e de bronze.
11 ରାଜା ଦାଉଦ ସହେିସବୁ ବସ୍ତୁକୁ ପବିତ୍ର କଲେ ଓ ସଦାପ୍ରଭୁଙ୍କୁ ଅର୍ପଣ କଲେ। ଦାଉଦ ଇଦୋମ, ମାୟୋବ ଓ ଅେମ୍ମାନୀୟ, ପଲେଷ୍ଟୀୟ ଓ ଅମାଲକେୀଯମାନଙ୍କଠାରୁ ଆଣିଥିବା ରୂପା ଓ ସୁନା ରେ ଠିକ୍ ସହେି ପ୍ରକାର ସାମଗ୍ରୀ ତିଆରି କଲେ।
11 O rei Davi consagrou-os ao Senhor com o ouro e a prata que tinha tomado de todas as nações pagãs, em Edom, em Moab, dos amonitas, dos filisteus e de Amalec.
12 ଲବଣ ଉପତ୍ୟକା ରେ ସରୁଯାଙ୍କ ପୁତ୍ର ଅବୀଶଯ 18,000 ଇଦୋମୀଯ ଲୋକଙ୍କୁ ହତ୍ଯା କଲେ।
12 Abisai, filho de Sarvia, derrotou os idumeus no vale do Sal: eram dezoito mil.
13 ଅବୀଶଯ ଇଦୋମ ରେ ମଧ୍ଯ ଦୁର୍ଗମାନ ନିର୍ମାଣ କଲେ ଓ ସମସ୍ତ ଇଦୋମୀଯ ଲୋକ ଦାଉଦଙ୍କ ଦାସ ହେଲେ। ଦାଉଦ ଯେଉଁସବୁ ସ୍ଥାନକୁ ଗଲେ, ସହେିଠା ରେ ସଦାପ୍ରଭୁ ତାଙ୍କୁ ବିଜଯ ପ୍ରଦାନ କଲେ।
13 Colocou guarnições em Edom, e todo Edom ficou sujeito a Davi. O Senhor dava a vitória a Davi onde quer que fosse.
14 ଦାଉଦ ସମଗ୍ର ଇଶ୍ରାୟେଲର ଉପରେ ରାଜା ଥିଲେ। ଏବଂ ସେ ସମସ୍ତଙ୍କ ପାଇଁ ନ୍ଯାଯବାନ ଥିଲେ।
14 Davi reinou sobre todo o Israel, julgando e fazendo justiça a todo o seu povo.
15 ସରୁଯାର ପୁତ୍ର ଯୋୟାବ ଦାଉଦଙ୍କ ସୈନ୍ଯଦଳର ସନୋପତି ଥିଲେ। ଦାଉଦ ଯେଉଁସବୁ କର୍ମ କରୁଥିଲେ, ତାହାକୁ ଅହୀଲୂଦଙ୍କ ପୁତ୍ର ଯିହାଶାଫେଟ୍ ଲେଖି ରଖୁଥିଲେ।
15 Joab, filho de Sarvia, comandava o exército; Josafá, filho de Ailud, era arquivista;
16 ସାଦୋକ୍ ଓ ଅହୀମଲେକ୍ ଯାଜକ ଥିଲେ। ସାଦୋକ୍ ଅହୀଟୂବର ପୁତ୍ର ଏବଂ ଅହୀମଲେକ୍ ଅବିଯାଥରଙ୍କ ପୁତ୍ର ଥିଲେ। ଶାବ୍ଶା ଲିପିକାର ଥିଲେ।
16 Sadoc, filho de Aquitob, e Aquimelec, filho de Abiatar, eram sacerdotes; Susa era secretário;
17 ବନାଯ, କରେଥୀଯ ଓ ପଲେଥୀଯ ରକ୍ଷୀମାନଙ୍କର ଦାଯିତ୍ବ ରେ ଥିଲେ। ବନାଯ ଯିହାୟୋଦାରଦାଙ୍କ ପୁତ୍ର ଥିଲେ। ଆଉ ଦାଉଦଙ୍କ ପୁତ୍ରମାନେ ରାଜା ଦାଉଦଙ୍କର ସବୋ ନିମନ୍ତେ ମୁଖ୍ଯ ପଦାଧିକାରୀ ଥିଲେ।
17 Banaias, filho de Jojada, era chefe dos cereteus e dos feleteus; e os filhos de Davi eram os primeiros ao lado do rei.

Ler em outra tradução

Comparar com outra

Estude este capítulo no WhatsApp

Peça à IA da Bíblia Fala para explicar 1 Crônicas 18, comparar traduções ou montar um estudo — tudo direto pelo WhatsApp.