1 Crônicas 28
Oriya Bible (GL_ORIYA) vs NAA
1 ଦାଉଦ ଇଶ୍ରାୟେଲ ଲୋକମାନଙ୍କର ସମସ୍ତ ନେତାଗଣଙ୍କୁ ଏକତ୍ର କଲେ। ସେ ସହେି ନେତାଗଣଙ୍କୁ ୟିରୁଶାଲମକୁ ଆସିବା ନିମନ୍ତେ ଆଦେଶ ଦେଲେ। ଦାଉଦ ସବୁ ଗୋଷ୍ଠୀର ନେତାଗଣ, ରାଜାଙ୍କ ସୈନ୍ଯଦଳର ସନୋଧ୍ଯକ୍ଷଗଣ, ଅଧ୍ଯକ୍ଷଗଣ, ସନୋପତିଗଣ, ରାଜା ଓ ତାହାଙ୍କ ପୁତ୍ରମାନଙ୍କର ସମ୍ପତ୍ତି ଓ ପଶୁପଲର ଯତ୍ନ ନେଉଥିବା କାର୍ୟ୍ଯକାରୀଗଣ, ରାଜାଙ୍କର ବିଶଷେ କର୍ମଚାରୀଗଣ, ପରାକ୍ରମୀ ବୀରଗଣ, ଓ ସମସ୍ତ ସାହସୀ ସୈନ୍ଯଗଣଙ୍କୁ ଡ଼ାକି ପଠାଇଲେ।
1 Davi convocou para Jerusalém todos os chefes de Israel, os chefes das tribos, os capitães dos turnos que serviam o rei, os capitães de mil e os de cem, os administradores de todos os bens e rebanhos do rei e de seus filhos, bem como os oficiais, os poderosos e todos os guerreiros valentes.
2 ରାଜା ଦାଉଦ ଉଠି ଠିଆ ହେଲେ ଓ କହିଲେ, ହେ ମାରେ ଭ୍ରାତା ଓ ମାରେ ଲୋକଗଣ, ମାରେ କଥା ଶୁଣ। ମାରେ ହୃଦଯ ରେ ମୁଁ ସଦାପ୍ରଭୁଙ୍କ ନିଯମସିନ୍ଦୁକ ରଖିବା ନିମନ୍ତେ ଏକ ସ୍ଥାନ ନିର୍ମାଣ କରିବାକ ମୁଁ ଇଚ୍ଛା କରିଥିଲି। ପରମେଶ୍ବରଙ୍କ ପାଦପୀଠ ହବୋ ନିମନ୍ତେ ଏକ ସ୍ଥାନ ନିର୍ମାଣ କରିବାକୁ ମୁଁ ଇଚ୍ଛା କରିଥିଲି। ଆଉ, ପରମେଶ୍ବରଙ୍କ ସହେି ମନ୍ଦିର ନିର୍ମାଣ କରିବା ନିମନ୍ତେ ମୁଁ ଅନକେ ଯୋଜନାମାନ କରିଥିଲି।
2 O rei Davi se pôs em pé e disse: — Meus irmãos e meu povo, escutem! Eu tive a intenção de edificar um templo onde pudesse repousar a arca da aliança do
3 କିନ୍ତୁ ପରମେଶ୍ବର ମାେତେ କହିଲେ, 'ନା, ଦାଉଦ, ତୁମ୍ଭେ ମାେ ନାମ ରେ ଆଦୌ ମନ୍ଦିର ନିର୍ମାଣ କରିବ ନାହିଁ। ତୁମ୍ଭେ ତାହା କରିବ ନାହିଁ, କାରଣ ତୁମ୍ଭେ ଜଣେ ସୈନିକ ଓ ତୁମ୍ଭେ ଅନକେ ଲୋକଙ୍କୁ ହତ୍ଯା କରିଅଛ।'
3 Porém Deus me disse: “Você não edificará um templo ao meu nome, porque é homem de guerra e derramou muito sangue.”
4 ଇଶ୍ରାୟେଲର ସଦାପ୍ରଭୁ ପରମେଶ୍ବର ଇଶ୍ରାୟେଲର ବାର ଗୋଟି ଗୋଷ୍ଠୀକୁ ପରିଚାଳିତ କରିବା ନିମନ୍ତେ ଯିହୁଦା ଗୋଷ୍ଠୀକୁ ମନୋନୀତ କଲେ। ଏହାପରେ ସହେି ଗୋଷ୍ଠୀରୁ ସଦାପ୍ରଭୁ ମାରେ ପିତାଙ୍କ ପରିବାରକୁ ମନୋନୀତ କଲେ। ଆଉ ସହେି ପରିବାରରୁ ପରମେଶ୍ବର ମାେତେ ଚିରକାଳ ନିମନ୍ତେ ଇଶ୍ରାୟେଲର ରାଜା ହବୋ ନିମନ୍ତେ ମନୋନୀତ କଲେ। ପରମେଶ୍ବର ମାେତେ ଇଶ୍ରାୟେଲର ରାଜା କରିବାକୁ ଇଚ୍ଛା କଲେ।
4 O Senhor , Deus de Israel, me escolheu de toda a casa de meu pai, para que eu fosse rei sobre Israel para sempre. Porque ele escolheu Judá por príncipe e, da casa de Judá, escolheu a casa de meu pai. E entre os filhos de meu pai se agradou de mim, para me fazer rei sobre todo o Israel.
5 ସଦାପ୍ରଭୁ ମାେତେ ଅନକେ ପୁତ୍ର ଦଇେଛନ୍ତି। ଆଉ ଏହି ସମସ୍ତ ପୁତ୍ରଗଣଙ୍କ ମଧ୍ଯରୁ ସଦାପ୍ରଭୁ ଶଲୋମନକୁ ସଦାପ୍ରଭୁଙ୍କ ରାଜ୍ଯର ସିଂହାସନ ରେ ବସିବା ପାଇଁ ଏବଂ ଇଶ୍ରାୟେଲ ରେ ଶାସନ କରିବା ପାଇଁ ମନୋନୀତ କରିଅଛନ୍ତି।
5 E, de todos os meus filhos — porque muitos filhos me deu o Senhor —, ele escolheu Salomão para se assentar no trono do reino do Senhor , sobre Israel.
6 ସଦାପ୍ରଭୁ ମାେତେ କହିଲେ, 'ଦାଉଦ, ତୁମ୍ଭର ପୁତ୍ର ଶଲୋମନ ଆମ୍ଭର ମନ୍ଦିର ଓ ତାହାର ଚତୁର୍ଦ୍ଦିଗସ୍ଥ ମନ୍ଦିର ପ୍ରାଙ୍ଗଣ ନିର୍ମାଣ କରିବ। କାହିଁକି ? କାରଣ, ଆମ୍ଭେ ଶଲୋମନକୁ ଆମ୍ଭର ପୁତ୍ରରୂପେ ମନୋନୀତ କରିଅଛୁ ଓ ଆମ୍ଭେ ତାହାର ପିତା ହବୋ।
6 E me disse: “O seu filho Salomão é quem edificará o meu templo e os meus átrios, porque o escolhi para filho e eu lhe serei por pai.
7 ଶଲୋମନ ବର୍ତ୍ତମାନ ଆମ୍ଭର ସମସ୍ତ ବ୍ଯବସ୍ଥା ଓ ଆଜ୍ଞାର ବାଧ୍ଯ ହେଉଅଛି। ଯଦି ସେ ଆମ୍ଭର ବ୍ଯବସ୍ଥାଗୁଡ଼ିକର ବାଧ୍ଯ ହବୋ ଜାରି ରଖିବ, ତବେେ ଆମ୍ଭେ ଚିରକାଳ ନିମନ୍ତେ ଶଲୋମନର ରାଜ୍ଯକୁ ଦୃଢ଼ କରିବା।'
7 Estabelecerei o seu reino para sempre, se ele continuar a cumprir os meus mandamentos e os meus juízos, como tem feito até o dia de hoje.”
8 ଦାଉଦ କହିଲେ, ବର୍ତ୍ତମାନ, ସମଗ୍ର ଇଶ୍ରାୟେଲ ଓ ପରମେଶ୍ବରଙ୍କ ସାକ୍ଷାତ ରେ ମୁଁ ତୁମ୍ଭମାନଙ୍କୁ ଏହି କଥା କହୁଅଛି : ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ବରଙ୍କ ଦତ୍ତ ଆଦେଶଗୁଡ଼ିକର ବାଧ୍ଯ ହବୋ ନିମନ୍ତେ ଅତ୍ଯନ୍ତ ଯତ୍ନଶୀଳ ହୁଅ। ତବେେ ତୁମ୍ଭମାନେେ ଏହି ଉତ୍ତମ ଦେଶକୁ ରକ୍ଷା କରିପାରିବ। ଆଉ ତୁମ୍ଭେ ତୁମ୍ଭର ବଂଶଧରମାନଙ୍କୁ ତାହା ଦଇପୋରିବ।
8 Portanto, agora, diante de todo o Israel, a congregação do Senhor , e diante do nosso Deus, que me ouve, eu peço que vocês guardem e conheçam todos os mandamentos do Senhor , seu Deus, para que vocês possuam esta boa terra e possam deixá-la como herança aos seus filhos, para sempre.
9 ଏବଂ ତୁମ୍ଭେ ମାରେ ପୁତ୍ର ଶଲୋମନ, ତୁମ୍ଭ ପିତାର ପରମେଶ୍ବରଙ୍କୁ ଜାଣିଅଛ। ଶୁଦ୍ଧ ହୃଦଯ ରେ ପରମେଶ୍ବରଙ୍କର ସବୋ କର। ପରମେଶ୍ବରଙ୍କ ସବୋ କରିବା ନିମନ୍ତେ ହୃଦଯ ରେ ଆନନ୍ଦିତ ହୁଅ। କାହିଁକି ? କାରଣ ପ୍ରତିଟି ବ୍ଯକ୍ତିର ହୃଦଯ ରେ କ'ଣ ଅଛି, ତାହା ସଦାପ୍ରଭୁ ଜାଣନ୍ତି। ସଦାପ୍ରଭୁ ତୁମ୍ଭ ହୃଦଯର ସମସ୍ତ ଚିନ୍ତାକୁ ବୁଝିପାରନ୍ତି। ଯଦି ତୁମ୍ଭେ ସଦାପ୍ରଭୁଙ୍କ ନିକଟକୁ ସାହାୟ୍ଯ ମାଗବା ନିମନ୍ତେ ୟିବ, ତୁମ୍ଭେ ଉତ୍ତର ପାଇବ। କିନ୍ତୁ ତୁମ୍ଭେ ଯଦି ସଦାପ୍ରଭୁଙ୍କଠାରୁ ଫରେି ଦୂରକୁ ଚାଲିୟିବ, ତବେେ ସେ ତୁମ୍ଭକୁ ଚିରକାଳ ନିମନ୍ତେ ତ୍ଯାଗ କରିବେ।
9 — Quanto a você, meu filho Salomão, conheça o Deus de seu pai e sirva-o de coração íntegro e espírito voluntário, porque o Senhor esquadrinha todos os corações e penetra todos os desígnios do pensamento. Se você o buscar, ele se deixará achar por você; mas, se você o abandonar, ele o rejeitará para sempre.
10 ଶଲୋମନ, ସଦାପ୍ରଭୁ ଯେ ତୁମ୍ଭକୁ ତାଙ୍କରି ପବିତ୍ରସ୍ଥାନର ମନ୍ଦିର ନିର୍ମାଣ କରିବା ନିମନ୍ତେ ମନୋନୀତ କରିଅଛନ୍ତି, ଏହା ତୁମ୍ଭର ବୁଝିବା ଉଚିତ୍। ଶକ୍ତିଶାଳୀ ହୁଅ ଏବଂ ଏହା କର।
10 Agora tenha cuidado, porque o Senhor o escolheu para edificar uma casa que sirva de santuário. Seja forte e mãos à obra!
11 ଏହାପରେ ଦାଉଦ ଶଲୋମନଙ୍କୁ ମନ୍ଦିର ନିର୍ମାଣ କରିବା ନିମନ୍ତେ ଯୋଜନାମାନ ପ୍ରଦାନ କଲେ। ମନ୍ଦିର ଚତୁର୍ଦ୍ଦିଗସ୍ଥ ବାରଣ୍ଡା, ତାହାର ଅଟ୍ଟାଳିକାମାନ, ତାହାର ଭଣ୍ଡାରଘରମାନ, ତାହାର ଉପରିସ୍ଥ କଠାେରୀମାନ, ତାହାର ଭିତରର କଠାେରୀମାନ ଓ ଦୟାସନର ସ୍ଥାନ ନିମନ୍ତେ ମଧ୍ଯ ଏହି ଯୋଜନା ହାଇେଥିଲା।
11 Davi entregou a Salomão, seu filho, a planta do pórtico com as suas casas, as suas tesourarias, os seus cenáculos e as suas câmaras interiores, bem como do lugar do propiciatório.
12 ଦାଉଦ ମନ୍ଦିରର ସମସ୍ତ ବିଭାଗ ନିମନ୍ତେ ଯୋଜନା ପ୍ରସ୍ତୁତ କରିଥିଲେ। ଦାଉଦ ଶଲୋମନଙ୍କୁ ସହେି ଯୋଜନାଗୁଡ଼ିକୁ ଦେଲେ। ଦାଉଦ ତାହାଙ୍କୁ ସଦାପ୍ରଭୁଙ୍କ ମନ୍ଦିରର ଚତୁର୍ଦ୍ଦିଗସ୍ଥ ଅଗଣା ଓ ତାହାର ଚତୁର୍ଦ୍ଦିଗସ୍ଥ କଠାେରୀ ସମସ୍ତର ଯୋଜନା ପ୍ରଦାନ କଲେ। ଦାଉଦ ତାହାଙ୍କୁ ମନ୍ଦିରର ଭଣ୍ଡାର ଘର ଓ ମନ୍ଦିର ମଧିଅରେ ବ୍ଯବହୃତ ହେଉଥିବା ପବିତ୍ର ସାମଗ୍ରୀ ଗୁଡ଼ିକର ଭଣ୍ଡାରଘର ଗୁଡ଼ିକର ଯୋଜନା ପ୍ରଦାନ କଲେ।
12 Também entregou a planta de tudo o que tinha em mente com referência aos átrios da Casa do Senhor , e a todas as câmaras ao redor, para os tesouros da Casa de Deus e para os tesouros das coisas consagradas.
13 ଦାଉଦ ଶଲୋମନଙ୍କୁ ଯାଜକ ଓ ଲବେୀୟମାନଙ୍କ ଦଳ ବିଷଯ ରେ କହିଲେ। ଦାଉଦ ଶଲୋମନଙ୍କୁ ସଦାପ୍ରଭୁଙ୍କ ମନ୍ଦିରର ସବୋକାର୍ୟ୍ଯ ବିଷଯକ ସମସ୍ତ କାର୍ୟ୍ଯ ଓ ମନ୍ଦିର ସବୋ ରେ ବ୍ଯବହୃତ ସକଳ ସାମଗ୍ରୀ ବିଷଯ ରେ କହିଲେ।
13 Deu-lhe instruções para organizar os turnos dos sacerdotes e dos levitas, e para toda obra do ministério da Casa do Senhor , e para todos os utensílios para o serviço da Casa do Senhor .
14 ମନ୍ଦିର ରେ ବ୍ଯବହୃତ ହବୋକୁ ଥିବା ସକଳ ସାମଗ୍ରୀର ନିର୍ମାଣ ନିମନ୍ତେ କେତେ ପରିମାଣର ସ୍ବର୍ଣ୍ଣ ଓ ରେ ୗପ୍ୟ ବ୍ଯବହୃତ କରାୟିବା ଉଚିତ୍, ତାହା ଦାଉଦ ଶଲୋମନଙ୍କୁ କହିଲେ।
14 Especificou o peso do ouro para todos os utensílios de ouro de cada serviço; o peso da prata para todos os utensílios de prata de cada serviço;
15 ସୁବର୍ଣ୍ଣଦୀପ, ଦୀପରୁଖା ନିମନ୍ତେ ଯୋଜନାମାନ ଥିଲା, ଆଉ ରେ ୗପ୍ୟ ଦୀପ ଓ ଦୀପରୁଖା ନିମନ୍ତେ ମଧ୍ଯ ଯୋଜନାମାନ ଥିଲା। ପ୍ରତିଟି ଦୀପରୁଖା ଓ ତାହାର ଦୀପ ନିମନ୍ତେ କେତେ ପରିମାଣର ସୁବର୍ଣ୍ଣ ଓ ରେ ୗପ୍ୟ ଆବଶ୍ଯକ ହବେ, ତାହା ଦାଉଦ ଶଲୋମନଙ୍କୁ ଜଣାଇଲେ। ଯେଉଁ ଯେଉଁ ସ୍ଥାନମାନଙ୍କ ରେ ଆବଶ୍ଯକ ସହେି ସ୍ଥାନମାନଙ୍କ ରେ ବିଭିନ୍ନ ପ୍ରକାର ଦୀପରୁଖାମାନ ବ୍ଯବହୃତ ହବୋର ଥିଲା।
15 o peso para os candelabros de ouro e as suas lâmpadas de ouro, para cada candelabro e suas lâmpadas, segundo o uso de cada um;
16 ପବିତ୍ର ରୋଟୀର ମଜେ ନିମନ୍ତେ କେତେ ପରିମାଣର ସୁବର୍ଣ୍ଣ ଆବଶ୍ଯକ ହବେ, ଦାଉଦ ତାହା କହିଲେ। ରେ ୗପ୍ୟ ମଜଗେୁଡ଼ିକ ନିମନ୍ତେ କେତେ ପରିମାଣର ରେ ୗପ୍ୟ ଆବଶ୍ଯକ ହବେ, ଦାଉଦ ଦାହା କହିଲେ।
16 também o peso do ouro para cada uma das mesas da proposição, e o peso da prata para as mesas de prata;
17 କଣ୍ଟାଚାମଚ, ସିଞ୍ଚନକାରୀ ପାତ୍ର ଓ କୁମ୍ଭ ନିର୍ମାଣ କରିବା ନିମନ୍ତେ କେତେ ପରିମାଣର ସୁବର୍ଣ୍ଣ ଆବଶ୍ଯକ ହବେ, ଦାଉଦ ତାହା କହିଲେ। ପ୍ରେତ୍ୟକକ ସୁବର୍ଣ୍ଣ ପାତ୍ର ନିମନ୍ତେ କେତେ ପରିମାଣର ସୁବର୍ଣ୍ଣ ଆବଶ୍ଯକ ହବେ ଓ ପ୍ରେତ୍ୟକକ ରେ ୗପ୍ୟପାତ୍ର ନିମନ୍ତେ କେତେ ପରିମାଣର ରେ ୗପ୍ୟ ଆବଶ୍ଯକ ହବେ, ତାହା ଦାଉଦ କହିଲେ।
17 ouro puro para os garfos, para as bacias e para os copos; para as taças de ouro o devido peso a cada uma, bem como para as taças de prata, a cada uma o seu peso;
18 ସୁଗନ୍ଧିଧୂପର ୟଜ୍ଞବଦେୀ ନିମନ୍ତେ କେତେ ପରିମାଣର ଶୁଦ୍ଧ ସୁବର୍ଣ୍ଣ ଆବଶ୍ଯକ ହବେ, ତାହା ଦାଉଦ କହିଲେ। ଦାଉଦ ଆହୁରି ମଧ୍ଯ ଶଲୋମନଙ୍କୁ ପରମେଶ୍ବରଙ୍କ ରଥ-ଦୟାସନ ସହିତ ନିଯମସିନ୍ଦୁକ ଉପରେ କିରୂବଦୂତଗଣ ପକ୍ଷ ବିସ୍ତାର କରି ରହିଥିବାର ଯୋଜନା ମଧ୍ଯ ପ୍ରଦାନ କଲେ। କିରୂବ ଦୂତଗଣ ସୁବର୍ଣ୍ଣ ନିର୍ମିତ ଥିଲେ।
18 o peso do ouro refinado para o altar do incenso, bem como, segundo a planta, o ouro para o carro dos querubins, que haviam de estender as asas e cobrir a arca da aliança do Senhor .
19 ଦାଉଦ କହିଲେ, ସଦାପ୍ରଭୁ ମାେତେ ପରିଚାଳନା ଦବୋ ସହିତ ଏହି ସମସ୍ତ ଯୋଜନା ଲିଖିତ ହାଇେଅଛି। ସଦାପ୍ରଭୁ ମାେତେ ଏହି ଯୋଜନା ରେ ଲିଖିତ ସମସ୍ତ ବିଷଯ ବୁଝିବା ରେ ସାହାୟ୍ଯ କରିଅଛନ୍ତି।
19 Davi disse: — Tudo isto me foi dado por escrito por mandado do
20 ଦାଉଦ ତାଙ୍କର ପୁତ୍ର ଶଲୋମନଙ୍କୁ ଆହୁରି ମଧ୍ଯ କହିଲେ, ବଳବାନ୍ ଓ ସାହସୀ ହୁଅ ଏବଂ ଏହି କାର୍ୟ୍ଯ ଶଷେ କର। ଭୟ କର ନାହିଁ, କାରଣ ସଦାପ୍ରଭୁ ପରମେଶ୍ବର, ମାରେ ପରମେଶ୍ବର, ତୁମ୍ଭ ସହିତ ରେ ଅଛନ୍ତି। ସମସ୍ତ କାର୍ୟ୍ଯ ସମାପ୍ତ ହବୋ ପର୍ୟ୍ଯନ୍ତ ସେ ତୁମ୍ଭକୁ ସାହାୟ୍ଯ କରିବେ। ସେ ତୁମ୍ଭକୁ ତ୍ଯାଗ କରିବେ ନାହିଁ। ତୁମ୍ଭେ ସଦାପ୍ରଭୁଙ୍କ ମନ୍ଦିର ନିର୍ମାଣ କରିବ।
20 Então Davi disse a Salomão, seu filho: — Seja forte e corajoso e mãos à obra! Não tenha medo, nem fique assustado, porque o
21 ପରମେଶ୍ବରଙ୍କ ମନ୍ଦିରର ସମସ୍ତ କାର୍ୟ୍ଯ କରିବା ନିମନ୍ତେ ଯାଜକ ଓ ଲବେୀୟମାନଙ୍କ ଦଳ ପ୍ରସ୍ତୁତ ହାଇେ ରହିଛନ୍ତି। ସମସ୍ତ କାର୍ୟ୍ଯ ରେ ତୁମ୍ଭକୁ ସାହାୟ୍ଯ କରିବା ନିମନ୍ତେ ସମସ୍ତ ଦକ୍ଷ କାରିଗରମାନେ ପ୍ରସ୍ତୁତ ହାଇେ ରହିଛନ୍ତି। ତୁମ୍ଭେ ଯେଉଁସବୁ ଆଦେଶ ଦବେ, ତାହା ସମସ୍ତ କାର୍ୟ୍ଯକାରୀ ଓ ଲୋକମାନେ ପାଳନ କରିବେ।
21 Eis aí os turnos dos sacerdotes e dos levitas para todo serviço da Casa de Deus. E, para toda obra, você poderá contar com voluntários competentes para fazer todo tipo de serviço. Também os chefes e todo o povo estarão inteiramente às suas ordens.
Atalhos do teclado
- Capítulo anterior←
- Próximo capítulo→
- Versículo anteriork
- Próximo versículoj
- Limpar seleçãoEsc
- Esta ajuda?
Estude este capítulo no WhatsApp
Peça à IA da Bíblia Fala para explicar 1 Crônicas 28, comparar traduções ou montar um estudo — tudo direto pelo WhatsApp.