1 Crônicas 29

Oriya Bible (GL_ORIYA) vs NTLH

Sair da comparação
NTLH Nova Tradução na Linguagem de Hoje 2000
1 ଏକତ୍ରୀତ ହୋଥିବା ଇଶ୍ରାୟେଲର ସମସ୍ତ ଲୋକଙ୍କୁ ରାଜା ଦାଉଦ କହିଲେ, ପରମେଶ୍ବର ମାରେ ପୁତ୍ର ଶଲୋମନକୁ ମନୋନୀତ କରିଅଛନ୍ତି। ଶ ଲୋମନ ଅଳ୍ପବଯସ୍କ ଅଟେ ଓ ଏହି କାର୍ୟ୍ଯ ନିମନ୍ତେ ଯେଉଁ ସମସ୍ତ ବିଷଯ ଆବଶ୍ଯକ, ସେ ତାହା ଜାଣେ ନାହିଁ ? କିନ୍ତୁ ଏହି କାର୍ୟ୍ଯ ଅତ୍ଯନ୍ତ ଗୁରୁତ୍ବପୂର୍ଣ୍ଣ ଅଟେ। ଏହି ମନ୍ଦିର ଲୋକମାନଙ୍କ ନିମନ୍ତେ ନୁହେଁ, ଏହି ମନ୍ଦିର ସଦାପ୍ରଭୁ ପରମେଶ୍ବରଙ୍କ ନିମନ୍ତେ ଅଟେ।
1 Depois o rei Davi disse a todo o povo: — O meu filho Salomão é o único a quem Deus escolheu, mas ele ainda é jovem e sem experiência. O trabalho a ser feito é enorme porque não se trata da construção de um palácio onde vão morar pessoas, mas de um templo para Deus, o
2 ପରମେଶ୍ବରଙ୍କ ମନ୍ଦିର ନିର୍ମାଣ କରିବା ନିମନ୍ତେ ମୁଁ ମାରେ ସାଧ୍ଯମତେ ଯୋଜନା ପାଇଁ ଚେଷ୍ଟା କରିଅଛି। ମୁଁ ସୁବର୍ଣ୍ଣ ରେ ନିର୍ମିତ ହବୋକୁ ଥିବା ସାମଗ୍ରୀଗୁଡ଼ିକ ନିମନ୍ତେ ସୁବର୍ଣ୍ଣ ଦଇେଅଛି। ମୁଁ ରେ ୗପ୍ୟ ରେ ନିର୍ମିତ ହବୋକୁ ଥିବା ସାମଗ୍ରୀଗୁଡ଼ିକ ନିମନ୍ତେ ରେ ୗପ୍ୟ ଦଇେଅଛି। ମୁଁ ପିତ୍ତଳ ରେ ନିର୍ମିତ ହବୋକୁ ଥିବା ସାମଗ୍ରୀଗୁଡ଼ିକ ନିମନ୍ତେ ପିତ୍ତଳ ଦଇେଅଛି। ମୁଁ ଲୌହର ନିର୍ମିତ ହବୋକୁ ଥିବା ସାମଗ୍ରୀଗୁଡ଼ିକ ନିମନ୍ତେ ଲୌହ ଦଇେଅଛି। ମୁଁ କାଠର ନିର୍ମିତ ହବୋକୁ ଥିବା ସାମଗ୍ରୀଗୁଡ଼ିକ ନିମନ୍ତେ କାଠ ଦଇେଅଛି। ମୁଁ ଚିତ୍ରବିଚିତ୍ର ଟାଇଲ୍ ଓ ପ୍ରସ୍ତର ଖାଦେନ କାର୍ୟ୍ଯ ପାଇଁ ଓ ଗୋବଦକମେଣି ଓ ସମସ୍ତ ପ୍ରକାର ବିଭିନ୍ନ ରଙ୍ଗର ବହୁମୂଲ୍ଯ ପ୍ରସ୍ତର ଓ ଶୁଭ୍ର ମାର୍ବଲପ୍ରସ୍ତର ଦଇେଅଛି। ସଦାପ୍ରଭୁଙ୍କ ମନ୍ଦିର ନିର୍ମାଣ କାର୍ୟ୍ଯ ନିମନ୍ତେ ମୁଁ ଏହି ପ୍ରକାର ଅନକେ ଅନକେ ସାମଗ୍ରୀ ଦଇେଅଛି।
2 Para construir o Templo do meu Deus, preparei com todo o esforço o material necessário, isto é, ouro, prata, bronze, ferro, madeira, pedras de ônix, pedras preciosas, pedras de várias cores para os mosaicos e muito mármore.
3 ମୁଁ ମାରେପରମେଶ୍ବରଙ୍କ ମନ୍ଦିର ନିମନ୍ତେ ସୁବର୍ଣ୍ଣ ଓ ରେ ୗପ୍ୟ ନିର୍ମିତ ଏକ ବିଶଷେ ଉପହାର ନିର୍ମାଣ କରୁଅଛି। ମୁଁ ଏହା କରୁଅଛି, କାରଣ ମାରେ ପରମେଶ୍ବରଙ୍କ ମନ୍ଦିର ନିର୍ମିତ ହେଉ ବୋଲି ମୁଁ ପ୍ରକୃତ ରେ ଚା ହେଁ। ଏହି ପବିତ୍ର ମନ୍ଦିର ନିର୍ମାଣ କରିବା ନିମନ୍ତେ ମୁଁ ଏହି ସମସ୍ତ ବସ୍ତୁ ଦାନ କରୁଅଛି।
3 Mas, além de todos os preparativos que fiz para o Templo, dei também prata e ouro que me pertencem, pois amo o Templo do meu Deus.
4 ମୁଁ ଓଫୀରୁ ପ୍ରସ୍ତୁତ ତିନି ହଜାର ତାଳନ୍ତ ଶୁଦ୍ଧ ସୁବର୍ଣ୍ଣ ଦଇେଅଛି। ମୁଁ ସାତ ହଜାର ତାଳନ୍ତ ଶୁଦ୍ଧ ରେ ୗପ୍ୟ ଦଇେଅଛି। ଏହି ରେ ୗପ୍ୟ ମନ୍ଦିରର ଅଟ୍ଟାଳିକାଗୁଡ଼ିକର କାନ୍ଥର ଆବରଣ ନିମନ୍ତେ ଉଦ୍ଦିଷ୍ଟ।
4 Dei mais de cem toneladas do mais puro ouro e duzentos e quarenta toneladas de prata pura para revestir as paredes do Templo
5 ସୁବର୍ଣ୍ଣ ଓ ରେ ୗପ୍ୟ ନିର୍ମିତ ସକଳ ବସ୍ତୁ ନିମନ୍ତେ ମୁଁ ସୁବର୍ଣ୍ଣ ଓ ରେ ୗପ୍ୟ ଦଇେଅଛି। ଦକ୍ଷ କାରିଗରମାନେ ଯେପରି ମନ୍ଦିର ନିମନ୍ତେ ସବୁ ପ୍ରକାରର ବସ୍ତୁ ନିର୍ମାଣ କରିପାରନ୍ତି, ଏଥି ନିମନ୍ତେ ମୁଁ ସୁବର୍ଣ୍ଣ ଓ ରେ ୗପ୍ୟ ଦଇେଅଛି। ବର୍ତ୍ତମାନ, ଇଶ୍ରାୟେଲର ଲୋକମାନଙ୍କ ମଧ୍ଯରୁ ତୁମ୍ଭମାନେେ କେତଜେଣ ଆଜି ନିଜକୁ ସଦାପ୍ରଭୁଙ୍କ ନିମନ୍ତେ ଉତ୍ସର୍ଗ କରିବାକୁ ପ୍ରସ୍ତୁତ ଅଛ ?
5 e para todos os objetos que os artesãos vão fazer. Agora, quem está disposto a dar ofertas ao Senhor Deus por vontade própria?
6 ପରିବାରର ନେତାଗଣ, ଇଶ୍ରାୟେଲର ବିଭିନ୍ନ ଗୋଷ୍ଠୀର ନେତାଗଣ, ସନୋପତିଗଣ, ସନୋଧ୍ଯକ୍ଷଗଣ ଓ ରାଜାଙ୍କର କାର୍ୟ୍ଯନିର୍ବାହକଗଣ ସମସ୍ତେ ପ୍ରସ୍ତୁତ ଥିଲେ ଓ ସମାନଙ୍କେର ବହୁମୂଲ୍ଯ ବସ୍ତୁସବୁ ଦଇେ ଦେଲେ।
6 Então os chefes dos grupos de famílias, as autoridades das tribos , os oficiais do exército e os administradores das propriedades do rei deram de livre vontade
7 ସମାନେେ ଏହି ସମସ୍ତ ବସ୍ତୁ ପରମେଶ୍ବରଙ୍କ ମନ୍ଦିର ନିମନ୍ତେ ଦେଲେ : ପାଞ୍ଚ ହଜାର ତାଳନ୍ତ ଓ ଦଶ ହଜାର ତାରିକ୍ ମୁଦ୍ରା ଓ ଦଶ ହଜାର ତାଳନ୍ତ ରୂପା ଓ ଅଠର ହଜାର ତାଳନ୍ତ ପିତ୍ତଳ ଓ ଏକ ଲକ୍ଷ ତାଳନ୍ତ ଲୁହା ଦେଲେ।
7 para a obra do Templo o seguinte: mais de cento e setenta toneladas de ouro, dez mil barras de ouro, trezentas e quarenta toneladas de prata, seiscentas e quinze toneladas de bronze e três mil quatrocentas e vinte toneladas de ferro.
8 ଯେଉଁ ଲୋକମାନଙ୍କ ନିକଟରେ ବହୁମୂଲ୍ଯ ପ୍ରସ୍ତରମାନ ଥିଲା, ସମାନେେ ତାହା ସଦାପ୍ରଭୁଙ୍କ ମନ୍ଦିର ନିମନ୍ତେ ଦେଲେ। ୟିହୀଯଲେ ସହେି ବହୁମୂଲ୍ଯ ପ୍ରସ୍ତରଗୁଡ଼ିକର ଯତ୍ନ ନେଲେ। ୟିହୀଯଲେ ଗେର୍ଶୋନ୍ ପରିବାରରୁ ଆସିଥିଲେ।
8 Aqueles que tinham pedras preciosas deram essas pedras para o tesouro do Templo, que era administrado por Jeiel, do grupo de famílias levitas de Gérson.
9 ନେତାଗଣ ଆନନ୍ଦ ମଧିଅରେ ଏତେ ପରିମାଣର ଦାନ ଦେଉଥିବାରୁ ଲୋକମାନେ ମଧ୍ଯ ଅତ୍ଯନ୍ତ ଆନନ୍ଦିତ ଥିଲେ। ନେତାଗଣ ଉତ୍ତମ ହୃଦଯ ରେ ମୁକ୍ତ ଭାବରେ ଦାନ କରୁଥିଲେ। ରାଜା ଦାଉଦ ମଧ୍ଯ ଅତ୍ଯନ୍ତ ଆନନ୍ଦିତ ଥିଲେ।
9 O povo deu de boa vontade ofertas a Deus, o Senhor , e eles ficaram alegres porque havia sido dado tanto. O rei Davi também ficou muito feliz.
10 ଏହାପରେ ଦାଉଦ ଏକତ୍ରୀତ ହାଇେଥିବା ସମସ୍ତ ଲୋକଙ୍କ ସାକ୍ଷାତ ରେ ସଦାପ୍ରଭୁଙ୍କର ପ୍ରଶଂସାଗାନ କଲେ। ଦାଉଦ କହିଲେ :
10 Então, ali em frente de todo o povo, o rei Davi louvou a Deus, o Senhor . Ele disse: — Ó
11 ମହାନତା, ପରାକ୍ରମ, ମହିମା, ବିଜଯ ଓ ଗୌରବ ତୁମ୍ଭର ଅଟେ। କାହିଁକି ? କାରଣ ସ୍ବର୍ଗ ଓ ପୃଥିବୀସ୍ଥ ସମସ୍ତ ବିଷଯ ତୁମ୍ଭର ଅଟେ ; ହେ ସଦାପ୍ରଭୁ, ରାଜ୍ଯ ତୁମ୍ଭର ଅଟେ। ତୁମ୍ଭେ ହିଁ ସକଳ ବିଷଯର ମୁଖ୍ଯ ରୂପେ ପ୍ରଶଂସିତ ହାଇେଅଛ।
11 Tu és grande e poderoso, glorioso , esplêndido e majestoso. Tudo o que existe no céu e na terra pertence a ti; tu és o Rei, o supremo governador de tudo.
12 ଧନ ଓ ସମ୍ମାନ ତୁମ୍ଭଠାରୁ ଆ ସେ। ତୁମ୍ଭେ ସକଳ ବିଷଯକୁ ଶାସନ କର। ତୁମ୍ଭର ହସ୍ତ ରେ ପରାକ୍ରମ ଓ ଶକ୍ତି ଅଛି । ଆଉ ତୁମ୍ଭ ହସ୍ତ ରେ ଯେ କୌଣସି ବ୍ଯକ୍ତିକୁ ମହାନ୍ ଓ ପରାକ୍ରମୀ କରାଇବାର କ୍ଷମତା ଅଛି।
12 Toda a riqueza e prosperidade vêm de ti; tu governas todas as coisas com o teu poder e a tua força e podes tornar grande e forte qualquer pessoa.
13 ବର୍ତ୍ତମାନ, ହେ ଆମ୍ଭମାନଙ୍କର ପରମେଶ୍ବର, ଆମ୍ଭମାନେେ ତୁମ୍ଭର ଧନ୍ଯବାଦ କରୁଅଛୁ ଓ ତୁମ୍ଭ ଗୌରବୟୁକ୍ତ ନାମର ପ୍ରଶଂସା କରୁଅଛୁ।
13 Agora, nosso Deus, nós te agradecemos e louvamos o teu nome glorioso.
14 ଆମ୍ଭମାନେେ କିଏ ଯେ ଏପରି ସ୍ବେଚ୍ଛାପୂର୍ବକ ଦାନ କରିବାକୁ ସମର୍ଥ ହବେୁ ? ଏହି ସମସ୍ତ ବସ୍ତୁ ମାେ'ଠାରୁ କିଅବା ମାରେଲୋକମାନଙ୍କଠାରୁ ଆସି ନାହିଁ। ଏହି ସମସ୍ତ ବସ୍ତୁ ତୁମ୍ଭଠାରୁ ଆ ସେ, ତୁମ୍ଭଠାରୁ ଯାହା ଆସିଅଛି, ଆମ୍ଭେ କବଳେ ତାହା ତୁମ୍ଭକୁ ଦଇେଅଛୁ।
14 — No entanto, o meu povo e eu não podemos, de fato, te dar nada, pois tudo vem de ti, e nós somente devolvemos o que já era teu.
15 ଆମ୍ଭମାନେେ ଆମ୍ଭମାନଙ୍କ ପୂର୍ବପୁରୁଷମାନଙ୍କ ପରି କବଳେ ଅପରିଚିତ ଆଗନ୍ତୁକ ଅଟୁ ଓ ଏହି ପୃଥିବୀ ମଧିଅରେ ଭ୍ରମଣ କରୁଅଛୁ। ଏହି ପୃଥିବୀର ଆମ୍ଭମାନଙ୍କର ସମୟ କବଳେ ଅତିକ୍ରାନ୍ତ ଛାଯା ତୁଲ୍ଯ। ଆମ୍ଭମାନେେ ତାହାକୁ ବନ୍ଦ କରି ନ ପାରୁ।
15 Tu sabes, ó Senhor , que tanto os nossos antepassados como nós passamos pela vida como estrangeiros, como pessoas que estão de passagem. Os nossos dias são como uma sombra que passa, e não podemos escapar da morte.
16 ହେ ସଦାପ୍ରଭୁ, ଆମ୍ଭମାନଙ୍କର ପରମେଶ୍ବର, ଆମ୍ଭମାନେେ ଏହି ସମସ୍ତ ବସ୍ତୁ ତୁମ୍ଭର ମନ୍ଦିର ନିର୍ମାଣ କରିବା ନିମନ୍ତେ ଏକତ୍ର କରିଅଛୁ। ଆମ୍ଭମାନେେ ତୁମ୍ଭ ନାମକୁ ସମ୍ମାନ ଦବୋ ନିମନ୍ତେ ଏହି ମନ୍ଦିର ନିର୍ମାଣ କରୁଅଛୁଁ। କିନ୍ତୁ ଏହି ସମସ୍ତ ବସ୍ତୁ ତୁମ୍ଭଠାରୁ ଆ ସେ, ଓ ସକଳ ବସ୍ତୁ ତୁମ୍ଭର ଅଟେ।
16 Ó Senhor , nosso Deus, nós trouxemos toda esta riqueza a fim de construir um templo para honrar o teu santo nome, mas tudo isso veio de ti, e tudo é teu.
17 ହେ ମାରେ ପରମେଶ୍ବର, ମୁଁ ଜାଣେ ଯେ ତୁମ୍ଭେ ଲୋକମାନଙ୍କର ପରୀକ୍ଷା ନିଅ, ଆଉ, ଲୋକମାନେ ଉତ୍ତମ କର୍ମ କଲେ ତୁମ୍ଭେ ଆନନ୍ଦିତ ହୁଅ। ମୁଁ ଏକ ଶୁଦ୍ଧ, ବିଶ୍ବସ୍ତ ହୃଦଯ ରେ, ଆନନ୍ଦିତ ମନ ରେ ତୁମ୍ଭକୁ ଏହି ସମସ୍ତ ବସ୍ତୁ ଦେଉଅଛି। ମୁଁ ତୁମ୍ଭର ଲୋକମାନଙ୍କୁ ଏଠା ରେ ଏକତ୍ରୀତ ହବୋର ଦେଖୁଅଛି। ଆଉ ସମାନେେ ତୁମ୍ଭ ଉଦ୍ଦେଶ୍ଯ ରେ ଆନନ୍ଦିତ ମନ ରେ ଏହି ବସ୍ତୁଗୁଡ଼ିକ ଦାନ କରୁଥିବାର ମୁଁ ଦେଖୁଅଛି।
17 Eu sei que tu pões à prova os corações e amas as pessoas corretas. Com honestidade e sinceridade, eu te dei de livre vontade tudo isso e vejo com alegria que o teu povo, que está reunido aqui, trouxe de boa vontade ofertas a ti.
18 ହେ ସଦାପ୍ରଭୁ, ତୁମ୍ଭେ ଆମ୍ଭମାନଙ୍କର ପୂର୍ବପୁରୁଷ ଅବ୍ରହାମ, ଇସ୍ହାକ୍ ଓ ଇଶ୍ରାୟେଲଙ୍କର ପରମେଶ୍ବର ଅଟ। ଅନୁଗ୍ରହ କରି ଯଥାର୍ଥ ବିଷଯ ଯୋଜନା କରିବାକୁ ତୁମ୍ଭର ଲୋକମାନଙ୍କୁ ସାହାୟ୍ଯ କର। ତୁମ୍ଭ ପ୍ରତି ଅନୁଗତ ଓ ବିଶ୍ବସ୍ତ ହବୋ ନିମନ୍ତେ ସମାନଙ୍କେୁ ସାହାୟ୍ଯ କର।
18 Ó Senhor , Deus dos nossos antepassados Abraão, Isaque e Jacó, conserva para sempre no coração do teu povo esta disposição e este pensamento e guarda-o fiel a ti.
19 ଆଉ, ମାରେପୁତ୍ର ଶଲୋମନକୁ ତୁମ୍ଭ ପ୍ରତି ବିଶ୍ବସ୍ତ ହବୋ ନିମନ୍ତେ ସାହାୟ୍ଯ କର। ସର୍ବଦା ତୁମ୍ଭର ଆଜ୍ଞା, ବିଧି ଓ ଶାସନ ସକଳର ବାଧ୍ଯ ହବୋ ନିମନ୍ତେ ତାହାକୁ ସାହାୟ୍ଯ କର। ଶଲୋମନଙ୍କୁ ଏହି ସମସ୍ତ ବିଷଯ କରିବା ନିମନ୍ତେ ସାହାୟ୍ଯ କର ଓ ଏହି ପବିତ୍ର ମନ୍ଦିର ରେ ନିର୍ମାଣ କରିବା ନିମନ୍ତେ ମୁଁ ଯେଉଁ ଯୋଜନା କରିଅଛି, ସେଥି ରେ ତାହାକୁ ସାହାୟ୍ଯ କର।
19 Dá ao meu filho Salomão o desejo de obedecer com todo o coração a todos os teus mandamentos e ordens e a vontade de construir o Templo para o qual fiz estes preparativos.
20 ଏହାପରେ ଦାଉଦ ସବୁ ଦଳର ଲୋକମାନଙ୍କୁ ଏକତ୍ରୀତ କରି କହିଲେ, ବର୍ତ୍ତମାନ ତୁମ୍ଭମାନଙ୍କର ସଦାପ୍ରଭୁ ପରମେଶ୍ବରଙ୍କର ଧନ୍ଯବାଦ କର। ତେଣୁ ସମସ୍ତ ଲୋକ ସଦାପ୍ରଭୁ ପରମେଶ୍ବରଙ୍କର ପ୍ରଶଂସାଗାନ କଲେ, ଯେଉଁ ପରମେଶ୍ବରଙ୍କ ଉପାସନା ସମାନଙ୍କେର ପୂର୍ବପୁରୁଷମାନେ ମଧ୍ଯ କରୁଥିଲେ। ସମାନେେ ସଦାପ୍ରଭୁ ଓ ରାଜାଙ୍କୁ ସମ୍ମାନ ଜଣାଇବା ନିମନ୍ତେ ଭୂମିରେ ଆଣ୍ଠୁମାଡ଼ି ପଡ଼ିଲେ।
20 Então Davi disse a todo o povo: — Louvem o E todo o povo louvou o
21 ପରଦିନ ଲୋକମାନେ ସଦାପ୍ରଭୁଙ୍କ ନିକଟରେ ବଳିଦାନ କଲେ। ସମାନେେ ସଦାପ୍ରଭୁଙ୍କୁ ହାମବେଳି ଅର୍ପଣ କଲେ। ସମାନେେ 1,000 ବଳଦ, 1,000 ଅଣ୍ଡିରା ମଷେ, 1,000 ମଷେଶାବକ ଓ ପଯେ ନବୈେଦ୍ଯ ଉତ୍ସର୍ଗ କଲେ। ସମାନେେ ଇଶ୍ରାୟେଲର ଲୋକମାନଙ୍କ ନିମନ୍ତେ ଅନକେ ମଙ୍ଗଳାର୍ଥକ ନବୈେଦ୍ଯ ଉତ୍ସର୍ଗ କଲେ।
21 No dia seguinte mataram animais em sacrifício , dedicando-os a Deus, o Senhor , e depois os entregaram ao povo para que os comessem. Além disso, mil touros novos, mil carneiros e mil ovelhas foram completamente queimados no altar. Também trouxeram ofertas de vinho.
22 ସହେିଦିନ ଲୋକମାନେ ସଦାପ୍ରଭୁଙ୍କ ସହିତ ଏକତ୍ର ଭୋଜନ ଓ ପାନ କରି ଅତି ଆନନ୍ଦିତ ହେଲେ।
22 Naquele dia comeram e beberam com muita alegria na presença de Deus. Depois foi anunciado pela segunda vez que Salomão era rei. Em nome do
23 ଏହାପରେ ଶଲୋମନ ସଦାପ୍ରଭୁଙ୍କ ସିଂହାସନ ରେ ରାଜାରୂପେ ବସିଲେ। ଶଲୋମନ ତାଙ୍କ ପିତାଙ୍କ ସ୍ଥାନ ନେଲେ। ଶଲୋମନ ଅତ୍ଯନ୍ତ ସଫଳ ହେଲେ। ଇଶ୍ରାୟେଲର ସମସ୍ତ ଲୋକ ଶଲୋମନଙ୍କର ବାଧ୍ଯ ହେଲେ।
23 E assim o rei Salomão sentou-se no trono de Deus, o Senhor , em lugar de Davi, o seu pai. Ele enriqueceu, e todo o povo de Israel lhe obedecia.
24 ସମସ୍ତ ନେତାଗଣ, ସୈନ୍ଯଗଣ ଓ ରାଜା ଦାଉଦଙ୍କର ପୁତ୍ରଗଣ ଶଲୋମନଙ୍କୁ ରାଜାରୂପେ ସ୍ବୀକାର କଲେ ଓ ତାଙ୍କର ବାଧ୍ଯ ହେଲେ।
24 Todos os oficiais e soldados e até os outros filhos de Davi prometeram ser fiéis a Salomão.
25 ସଦାପ୍ରଭୁ ଶଲୋମନଙ୍କୁ ଅତି ମହାନ୍ କଲେ। ଇଶ୍ରାୟେଲର ସମସ୍ତ ଲୋକ ଜାଣିଥିଲେ ଯେ, ସଦାପ୍ରଭୁ ହିଁ ଶଲୋମନଙ୍କୁ ମହାନ୍ କରିଅଛନ୍ତି। ସଦାପ୍ରଭୁ ଶଲୋମନଙ୍କୁ ରାଜୋଚିତ ସମ୍ମାନ ପ୍ରଦାନ କଲେ। ଶଲୋମନଙ୍କ ପୂର୍ବରୁ ଇଶ୍ରାୟେଲର କୌଣସି ରାଜା ଏହିପରି ସମ୍ମାନ ପାଇ ନ ଥିଲେ।
25 O Senhor fez com que todo o povo respeitasse Salomão e o tornou mais glorioso do que qualquer outro rei que havia governado Israel.
26 ୟିଶୀଙ୍କ ପୁତ୍ର ଦାଉଦ ସମଗ୍ର ଇଶ୍ରାୟେଲ ଉପରେ ଚାଳିଶ ବର୍ଷ ବ୍ଯାପି ରାଜା ଥିଲେ। ଦାଉଦ ହିବ୍ରୋଣ ନଗର ରେ ସାତବର୍ଷ ପର୍ୟ୍ଯନ୍ତ ରାଜା ଥିଲେ।
26 Davi, filho de Jessé, governou todo o povo de Israel
27 ଏହାପରେ ଦାଉଦ ୟିରୁଶାଲମ ନଗର ରେ ତତେିଶ ବର୍ଷ ପର୍ୟ୍ଯନ୍ତ ରାଜା ଥିଲେ।
27 quarenta anos: sete anos em Hebrom e trinta e três em Jerusalém.
28 ଦାଉଦ ବୃଦ୍ଧ ହବୋରୁ ମୃତ୍ଯୁଭୋଗ କଲେ। ଦାଉଦ ଏକ ଉତ୍ତମ, ଦୀର୍ଘ ଜୀବନୟାପନ କରିଥିଲେ। ଦାଉଦ ଅନକେ ଧନସମ୍ପତ୍ତି ଓ ସମ୍ମାନର ଅଧିକାରୀ ହାଇେଥିଲେ ଆଉ ଦାଉଦଙ୍କ ପରେ ତାଙ୍କର ପୁତ୍ର ଶ ଲୋମନ ରାଜା ହେଲେ।
28 Ele morreu bem velho, rico e respeitado, e o seu filho Salomão ficou no lugar dele como rei.
29 ରାଜା ଦାଉଦଙ୍କର କୃତ ସମସ୍ତ ବିଷଯ, ଆରମ୍ଭରୁ ଶଷେ ପର୍ୟ୍ଯନ୍ତ ଶାମୁଯଲେ ଭବିଷ୍ଯତବକ୍ତା, ନାଥନ ଭବିଷ୍ଯତବକ୍ତା ଓ ଗାଦ୍ ଭବିଷ୍ଯତବକ୍ତାମାନଙ୍କର ପୁସ୍ତକଗୁଡ଼ିକରେ ଲଖାୟୋଇଅଛି।
29 A história do rei Davi, do começo ao fim, foi escrita pelos profetas Samuel, Natã e Gade.
30 ଦାଉଦ ଇଶ୍ରାୟେଲର ରାଜା ରୂପେ ଯେଉଁ ସମସ୍ତ ବିଷଯ କରିଥିଲେ, ସହେି ଲଖାଗେୁଡ଼ିକ ତାହାର ବିବରଣୀ ପ୍ରଦାନ କରେ। ସହେି ଲଖାଗେୁଡ଼ିକ ଦାଉଦଙ୍କ ପରାକ୍ରମ ଓ ତାଙ୍କ ପ୍ରତି ଘଟିତ ସକଳ ବିଷଯ ବର୍ଣ୍ଣନା କରେ। ଆଉ ସଗେୁଡ଼ିକ ଇଶ୍ରାୟେଲ ଓ ତାହାର ଚତୁର୍ଦ୍ଦିଗ ରେ ଥିବା ରାଜ୍ଯଗୁଡ଼ିକ ପ୍ରତି ଘଟିଥିବା ସକଳ ବିଷଯ ବର୍ଣ୍ଣନା କରେ।
30 Essa história fala do seu governo, do seu poder e de todas as coisas que aconteceram com ele, com Israel e com os países vizinhos de Israel.

Ler em outra tradução

Comparar com outra

Estude este capítulo no WhatsApp

Peça à IA da Bíblia Fala para explicar 1 Crônicas 29, comparar traduções ou montar um estudo — tudo direto pelo WhatsApp.